1 DSO ମୁଇ ପେରିତ୍ ସିସ୍ ପାଉଲ୍ । ପେରିତ୍ ସିସ୍ ଅଇବାକେ ମୁଇ ଲକ୍ମନର୍ଟାନେଅନି କି ଲକ୍ମନର୍ ମାଲାକାରିଆ ଇସାବେ ଡାକ୍ରା ପାଇନାଇ । ଏ ଡାକ୍ରା ମୁଇ ବାବା ପରମେସରର୍ ଆରି ଜିସୁ କିରିସ୍ଟର୍ ତେଇଅନି ପାଇଲିଆଚି । ପରମେସର୍ ତାକେ ମଲାଟାନେଅନି ଉଟାଇଆଚେ । BSB BSB: Paul, an apostle—sent not from men nor by man, but by Jesus Christ and God the Father, who raised Him from the dead—
2 DSO ଆରି ଏଟା ଗାଲାତିୟ ମଣ୍ଡଲିତେଇ ରଇବା ତମର୍ପାଇ ମର୍ ଚିଟି । ଜନ୍ ବିସ୍ବାସି ବାଇବଇନିମନ୍ ମର୍ ସଙ୍ଗ୍ ଆଚତ୍, ସେମନ୍ ମିସା ମର୍ ସଙ୍ଗ୍ ଜୁଆର୍ ଜାନାଇଲାଇନି । BSB BSB: and all the brothers with me, To the churches of Galatia:
3 DSO ଆମର୍ ବାବା ପରମେସର୍ ଆରି ମାପ୍ରୁ ଜିସୁ କିରିସ୍ଟ ତମ୍କେ ଜିବନ୍ ଦୁକାଇ ସାନ୍ତି ଦେଅ । BSB BSB: Grace and peace to you from God our Father and the Lord Jesus Christ,
4 DSO ଏବେ ଏ ପାପ୍ ବର୍ତି ଅଇରଇବା ଜଗତେଅନି ଆମ୍କେ ଉଦାର୍ କର୍ବାକେ ଆମର୍ ବାବା ପରମେସର୍ ମନ୍ କଲାଟା, ମାନିକରି କିରିସ୍ଟ ଆମର୍ ପାପର୍ ପାଇ ନିଜ୍କେ ସର୍ପିଦେଲା । BSB BSB: who gave Himself for our sins to rescue us from the present evil age, according to the will of our God and Father,
5 DSO ପରମେସର୍ କାଲ୍ କାଲ୍ ଜୁଗ୍ ଜୁଗ୍ ଡାକ୍ପୁଟା ପାଅ । ଆମେନ୍ ! BSB BSB: to whom be glory forever and ever. Amen.
7 DSO ଏ ସୁବ୍କବର୍ ଚାଡି ଆରି ଗଟେକ୍ ବିନ୍ ସୁବ୍କବର୍ ନାଇ । ମାତର୍ ମୁଇ ଏନ୍ତି କଇଲିନି, କାଇକେ ବଇଲେ କେତେଲକ୍ କିରିସ୍ଟର୍ ସୁବ୍କବର୍ ବିନ୍ ବିନ୍ ରକାମ୍ କରି, ତମ୍କେ କଚପଚ କର୍ବାକେ ଚେସ୍ଟା କଲାଇନି ବଲି ମୁଇ ସୁନ୍ଲିନି । BSB BSB: which is not even a gospel. Evidently some people are troubling you and trying to distort the gospel of Christ.
9 DSO ଏଟା ଆମେ ଆଗ୍ତୁ କଇରଇଲୁ ଆରି ମୁଇ ଏବେ ଆରି ତରେକ୍ କଇଲିନି, ତମେ ତମର୍ ଜିବନେ ଜନ୍ ସୁବ୍କବର୍ ମାନିରଇଲାସ୍, ସେଟା ଚାଡି ଆରି ଜଦି କେ, କାଇମିସା ବିନ୍ ସୁବ୍କବର୍ ଜାନାଇସି ବଇଲେ ସେ ଅବିସାପ୍ ପାଅ । BSB BSB: As we have said before, so now I say again: If anyone is preaching to you a gospel contrary to the one you received, let him be under a curse!
10 DSO ଏଟା ସୁନି ତମେ ମନେ ମନେ କାଇଟା ବାବ୍ଲାସ୍ନି ? ମୁଇ ଲକ୍ମନର୍ ମାନ୍ବାଟା ପାଇବାକେ ଚେସ୍ଟା କଲିନି କି ? ନାଇ, କେବେ ନାଇ । ମୁଇ ପରମେସରର୍ ମାନ୍ବାଟାସେ ମନ୍ କଲିନି । ମୁଇ କାଇ ଡାକ୍ପୁଟା ଅଇବି ବଲି ମନ୍ କଲିନି କି ? ମୁଇ ଜଦି ଏବେ ଜାକ ଡାକ୍ପୁଟା ଅଇବାକେ ମନ୍ କର୍ତି ବଇଲେ, ଆଜି କିରିସ୍ଟର୍ ସେବାକାରିଆ ନ ଅଇତି । BSB BSB: Am I now seeking the approval of men, or of God? Or am I striving to please men? If I were still trying to please men, I would not be a servant of Christ.
11 DSO କାଇକେବଇଲେ, ଏ ବାଇବଇନିମନ୍ ମୁଇ ତମ୍କେ ଜନ୍ ସୁବ୍କବର୍ ଜାନାଇଲିନି, ସେଟା ମୁନୁସର୍ଟାନେଅନି ବାରଏ ନାଇ । BSB BSB: For I want you to know, brothers, that the gospel I preached was not devised by man.
12 DSO ତେବେ ମୁଇ ସେଟା ମୁନୁସ୍ ମନର୍ ଟାନେଅନି ପାଇନାଇ, କି କେ ମକେ ସିକାଅତ୍ ନାଇ । ନିଜେ ଜିସୁ କିରିସ୍ଟ ସେଟା ମକେ ଜାନାଇଲା ଆଚେ । BSB BSB: I did not receive it from any man, nor was I taught it; rather, I received it by revelation from Jesus Christ.
14 DSO ଜିଉଦି ଦରମ୍ ମାନ୍ବା ବେଲେ, ମୁଇ ଦାଙ୍ଗ୍ଡା ବଇସେ ଆମର୍ ଜିଉଦିମନର୍ ବିତ୍ରେ ସବୁକେ ଅନି ଆଗ୍ତୁ ରଇଲି ଆରି ଆମର୍ ଆନିଦାଦିମନ୍ ବିସ୍ବାସ୍ କରି ଆଇତେରଇବା ରିତିନିତି ବେସି ଡାଟ୍ ସଙ୍ଗ୍ ମାନ୍ତେରଇଲି । BSB BSB: I was advancing in Judaism beyond many of my contemporaries and was extremely zealous for the traditions of my fathers.
15 DSO ମାତର୍ ପରମେସର୍ ତାର୍ ଜିବନ୍ ଦୁକାଇ ମର୍ ମାଆର୍ ଗର୍ବେ ରଇଲା ବେଲେ, ମକେ ବାଚିରଇଲା ଆରି ତାର୍ ସେବା କର୍ବାକେ ଡାକ୍ଲା । BSB BSB: But when God, who set me apart from my mother’s womb and called me by His grace, was pleased
16 DSO ଆରି ଜେଡେବେଲେ ଜିଉଦି ନଇଲା ଲକ୍ମନର୍ ଟାନେ ସୁବ୍କବର୍ ଜାନାଇବାକେ ପର୍ମେସର୍ ମକେ ତାର୍ ପଅକେ ଦେକାଇଲା, । ଏ ବିସଇନେଇ ମୁଇ କାର୍ଲଗେ ଜିବି ଆରି ସେମନ୍ ମକେ ସିକାଇଦେଅତ୍ ବଲି ଚିନ୍ତାକରି ନାଇ । BSB BSB: to reveal His Son in me so that I might preach Him among the Gentiles, I did not rush to consult with flesh and blood,
17 DSO ଜେନ୍ତିକି ମର୍ ଆଗ୍ତୁ ଜେତ୍କି ଲକ୍ ପେରିତ୍ ସିସ୍ ଅଇରଇଲାଇ, ସେମନର୍ ସଙ୍ଗ୍ ମିସ୍ବାକେ ଜିରୁସାଲାମେ ଜାଇନାଇ । ସେବେଲେ ମୁଇ ଦାପ୍ରେ ବାରଇ ଆରବ୍ ଦେସେ ଉଟିଗାଲି । ଜାଇକରି ଆରିତରେକ୍ ଦାମାସ୍କସେ ବାଉଡି ଆଇଲି । BSB BSB: nor did I go up to Jerusalem to the apostles who came before me, but I went into Arabia and later returned to Damascus.
20 DSO ମୁଇ ଜେତ୍କି ବିସଇ ଲେକ୍ଲିନି, ସେଟା ସତ୍, ପରମେସର୍ ଜାନିଆଚେ ମୁଇ କାଇଟା ମିସା ମିଚ୍ କଇନାଇ ! BSB BSB: I assure you before God that what I am writing to you is no lie.
21 DSO ତାର୍ପଚେ ମୁଇ ସିରିଆ ଆରି ସିଲିସିଆର୍ ବେସି ଜାଗାଇ ଜାଇରଇଲି । BSB BSB: Later I went to the regions of Syria and Cilicia.
22 DSO ସେବେଲା ଜିଉଦା ରାଇଜେ ରଇଲା କିରସ୍ଟକେ ବିସ୍ବାସ୍ କର୍ବା ମଣ୍ଡଲିର୍ ଲକ୍ମନ୍ ମକେ ନିକସଙ୍ଗ୍ ନାଜାନି ରଇଲାଇ । BSB BSB: I was personally unknown, however, to the churches of Judea that are in Christ.
23 DSO ବିନ୍ ଲକ୍ମନ୍ ମର୍ ବିସଇ ଜାଇଟା କଇରଇଲାଇ, ସେମନ୍ ସେତ୍କିସେ ଜାନିରଇଲାଇ । ବିନ୍ ଲକ୍ମନର୍ଟାନେଅନି ସେମନ୍ ସୁନିରଇଲାଇ କି, ଜନ୍ ଲକ୍ ଗଟେକ୍ ବେଲାଇ ଆମ୍କେ କସ୍ଟ ଦେଇତେ ରଇଲା, ଆମର୍ ଦରମ୍ କୁରୁପ୍ନାସ୍ କରିଦେବାକେ ଚେସ୍ଟା କର୍ତେ ରଇଲା, ଏବେ ସେ ଆକା ମାପ୍ରୁର୍ ସୁବ୍କବର୍ ଜାନାଇଲାନି ! BSB BSB: They only heard the account: “The man who formerly persecuted us is now preaching the faith he once tried to destroy.”
24 DSO ସେଟାର୍ ପାଇ ସେମନ୍ ମର୍ପାଇ ପରମେସରର୍ ଡାକ୍ପୁଟା କର୍ତେରଇଲାଇ । BSB BSB: And they glorified God because of me.
Select verses for actions: Enter goes to them and Escape comes back.