Opened
By The Kingdom Tribe (TKT).
Built by Paruto.
v2.13.0
Skip to content
Opened
en
Today
Ask
Read
Journey
More
John
John
2
DSO
BSB
A
a
John 2
2
John
The book of signs
Desiya New Testament
Jesus
, person
Jerusalem
, place
Galilee
, place
Cana
, place
Capernaum
, place
Desiya New Testament
Berean Standard Bible
1
DSO
ଦୁଇ ଦିନ୍ ପଚେ ଗାଲିଲି ଦେସର୍ କାନା ନାଉଁର୍ ଗଡେ ଗଟେକ୍ ବିବା ଅଇତେ ରଇଲା । ସେ ବିବାତେଇ ଜିସୁର୍ ମାଆ ମରିୟମ୍ ରଇଲା ।
BSB
BSB:
On the third day a wedding took place at Cana in Galilee. Jesus’ mother was there,
2
DSO
ଜିସୁ ଆରି ତାର୍ ସିସ୍ମନ୍କେ ମିସା ସେ ବିବାତେଇ ଡାକି ରଇଲାଇ ।
BSB
BSB:
and Jesus and His disciples had also been invited to the wedding.
3
DSO
ବଜି ନ ସାର୍ତେ ଅଙ୍ଗୁର୍ ରସ୍ ସାରିଗାଲାକେ ଜିସୁର୍ ମାଆ ଆସି ତାକେ କଇଲା, “ସେମନର୍ ଅଙ୍ଗୁର୍ ରସ୍ ସାରିଗାଲାବେ ।”
BSB
BSB:
When the wine ran out, Jesus’ mother said to Him, “They have no more wine.”
4
DSO
ଜିସୁ ତାକେ କଇଲା, “ଏ ମାଆ, ମର୍ଟାନେ ତର୍ କାଇଟା ଆଚେ ? ତୁଇ ମକେ କାଇଟା ମିସା କର୍ବାକେ କଅ ନାଇ । ମର୍ ବେଲା ଏବେ ଜାକ ଆସେ ନାଇତା ।”
BSB
BSB:
“Woman, what is that to you and to Me?”
Jesus replied.
“My hour has not yet come.”
5
DSO
ଜିସୁର୍ ମା ବାଣ୍ଡାର୍ଗରିଆମନ୍କେ କଇଲା, “ଜିସୁ ତମ୍କେ ଜାଇଟା କଇସି ସେଟା କରା ।”
BSB
BSB:
His mother said to the servants, “Do whatever He tells you.”
6
DSO
ସେ ଜାଗାଇ ବଡ୍ ବଡ୍ ପାକ୍ନା ସଙ୍ଗ୍ ତିଆର୍ କଲା ଚଅଟା କୁଣ୍ଡ୍ ରଇଲା । ଜିଉଦି ଲକ୍ମନ୍ ସୁକଲ୍ ଅଇବାକେ ସେମନର୍ ରିତିନିତି ଇସାବେ ଏ କୁଣ୍ଡର୍ ପାନି କାମେ ଲାଗାଇତେ ରଇଲାଇ । ଗଟେକ୍ ଗଟେକ୍ କୁଣ୍ଡେ ସଏ ଲିଟର୍ ଲାକା ପାନି ଦାର୍ତେ ରଇଲା ।
BSB
BSB:
Now six stone water jars had been set there for the Jewish rites of purification. Each could hold from twenty to thirty gallons.
7
DSO
ଜିସୁ ବାଣ୍ଡାର୍ଗରିଆମନ୍କେ “ସେ କୁଣ୍ଡ୍ମନ୍କେ ପାନି ବର୍ତି କରା” ବଲି କଇଲା ଆରି ସେମନ୍ ସେ ସବୁ କୁଣ୍ଡେ ପାନି ବର୍ତି କଲାଇ ।
BSB
BSB:
Jesus told the servants,
“Fill the jars with water.”
So they filled them to the brim.
8
DSO
ତାର୍ ପଚେ ଜିସୁ ସେମନ୍କେ ତେଇର୍ ପାନି ଡୁମିନେଇ ବଜି ଦାଇତେ ରଇଲା ଲକ୍କେ ଦିଆସ୍ ବଲି କଇଲା । ସେମନ୍ ତେଇର୍ ପାନି ଡୁମି ନେଇ ତାକେ ଦେଲାଇ ।
BSB
BSB:
“Now draw some out,”
He said,
“and take it to the master of the banquet.”
They did so,
9
DSO
ମାତର୍ ସେ ସବୁ ପାନି ଅଙ୍ଗୁର୍ ରସ୍ ଅଇଜାଇରଇଲା । ବଜି ଦାଇତେ ରଇଲା ଲକ୍ ଅଙ୍ଗୁର୍ ରସ୍ କନ୍ତିଅନି ବଲି ଜାନି ନ ରଇଲା । ମାତର୍ ସେ ପାନି ଡୁମି ନେଲା ଲକ୍ମନ୍ ଜାନି ରଇଲାଇ, ପଚେ ସେ ଲକ୍ ଚାକି କରି ଏ ରସ୍ କନ୍ତିଅନି ଆନ୍ଲାଇ ବଲି ବିବା ଅଇବା ଦାଙ୍ଗ୍ଡାକେ ଡାକି ପାଚାର୍ଲା,
BSB
BSB:
and the master of the banquet tasted the water that had been turned into wine. He did not know where it was from, but the servants who had drawn the water knew. Then he called the bridegroom aside
10
DSO
“ଲକ୍ମନ୍ ସବୁ ବେଲା ପର୍ତୁମ୍ ପର୍ତୁମ୍ କାଇବାକେ ନିମାନ୍ ଅଙ୍ଗୁର୍ ରସ୍ ଦେବାଇ । ଆରି ଗତିଆ ଲକ୍ମନ୍ କାଇ ପୁରୁନ୍ ଅଇଲା ପଚେ ଚପ୍ରାଟା ଦେବାଇ । ମାତର୍ ତମେ ଏବେ ସାରାସାରି ଜାକ ନିମାନ୍ ଅଙ୍ଗୁର୍ ରସ୍ କନ୍ତି ସଙ୍ଗଇ ରଇଲାସ୍ ?”
BSB
BSB:
and said, “Everyone serves the fine wine first, and then the cheap wine after the guests are drunk. But you have saved the fine wine until now!”
11
DSO
ଏଟା ଜିସୁ ପର୍ତୁମ୍ କଲା କାବାଅଇଜିବା କାମ୍ । ସେଟା ଗାଲିଲି ଦେସର୍ କାନା ନଅରେ କରିରଇଲା । ଏନ୍ତି କରି ତାର୍ ମଇମା ଦେକାଇଲା ଆରି ତାର୍ ସିସ୍ମନ୍ ତାକେ ବିସ୍ବାସ୍ କଲାଇ ।
BSB
BSB:
Jesus performed this, the first of His signs, at Cana in Galilee. He thus revealed His glory, and His disciples believed in Him.
12
DSO
ତାର୍ ପଚେ ଜିସୁ, ତାର୍ ମାଆ ତାର୍ ବାଇମନ୍ ଆରି ତାର୍ ସିସ୍ମନର୍ ସଙ୍ଗ୍ କପର୍ନାଉମ୍ ଗଡେ ଜାଇ ତେଇ କେତେ ଦିନ୍ ପାରା ରଇଲାଇ ।
BSB
BSB:
After this, He went down to Capernaum with His mother and brothers and His disciples, and they stayed there a few days.
13
DSO
ସେ ବେଲା ଜିଉଦି ଲକ୍ମନର୍ ନିସ୍ତାର୍ ପରବ୍ କେଟି ଆଇତେ ରଇଲା । ସେଟାର୍ପାଇ ଜିସୁ ଜିରୁସାଲମେ ଗାଲା ।
BSB
BSB:
When the Jewish Passover was near, Jesus went up to Jerusalem.
14
DSO
ତେଇ ସେ ମନ୍ଦିର୍ ବିତ୍ରେ, ଲକ୍ମନ୍ ଗରୁଗାଇ ମେଣ୍ଡା, ଆରି ପାରୁଆମନ୍ ବେବାର୍ କର୍ବାଟା, ଆରି ବିନ୍ ଦେସର୍ ଡାବୁ ବାଦ୍ଲାଉମନ୍ ସେମନର୍ ଟେବୁଲେ ବସିରଇଲାଟା ଦେକ୍ଲା ।
BSB
BSB:
In the temple courts He found men selling cattle, sheep, and doves, and money changers seated at their tables.
15
DSO
ତେଇ ଜିସୁ କସିରା ସଙ୍ଗ୍ କର୍ଡା ତିଆର୍ କରି ମେଣ୍ଡା ଆରି ଗରୁମନର୍ ସଙ୍ଗ୍ ସବୁ ଲକ୍ମନ୍କେ ମନ୍ଦିରେଅନି ବାର୍କରାଇ ଦେଲା । ଆରି ଲକ୍ମନର୍ତେଇ ଅନି ବାଦ୍ଲାଇ ନେବା ଡାବୁ ସବୁ ବିଚିଦେଇ ସେମନର୍ ଟେବୁଲ୍ ପାସ୍ଲାଇ ଦେଲା ।
BSB
BSB:
So He made a whip out of cords and drove all from the temple courts, both sheep and cattle. He poured out the coins of the money changers and overturned their tables.
16
DSO
ପରୁଆ ବିକ୍ବା ଲକ୍ମନ୍କେ କଇଲା, “ଏ ସବୁ ଦିନ୍ସୁ ଇତିଅନି ଦାରିଜା । ମର୍ ବାବାର୍ ଗରେ ଗେନା ବିକା ଜାଗା ପାରା କରାନାଇ ।”
BSB
BSB:
To those selling doves He said,
“Get these out of here! How dare you turn My Father’s house into a marketplace!”
17
DSO
ଏ ସବୁ ଗଟ୍ନା ଅଇବାବେଲେ ଜିସୁର୍ ସିସ୍ମନ୍ ପର୍ମେସରର୍ ସାସ୍ତରେ ଲେକାଅଇଲା ଗଟେକ୍ ବାକିଅ ଏତାଇଲାଇ । ତମର୍ ଗରର୍ ପାଇ ରଇବା ମର୍ ବକ୍ତି, ମର୍ ମନ୍ ବିତ୍ରେ ଜଇ ଲାଗ୍ଲା ପାରା ଲାଗ୍ଲାନି ।
BSB
BSB:
His disciples remembered that it is written: “Zeal for Your house will consume Me.”
18
DSO
ତେଇ ଜିଉଦି ନେତାମନ୍ ଜିସୁର୍ ଲଗେ ବାଉଡି ଆସି ଏନ୍ତାରି କଇଲାଇ । “ତୁଇ ଏନ୍ତାରି ସବୁ କାମ୍ କର୍ବାକେ ଅଦିକାର୍ ପାଇଆଚୁସ୍ ବଲି ଆମେ କେନ୍ତି ଜାନ୍ବୁ ଆରି କାଇ ଚିନର୍ଲାଗି ଆମ୍କେ ସେଟା ଦେକାଇଲୁସ୍ନି ?”
BSB
BSB:
On account of this, the Jews demanded, “What sign can You show us to prove Your authority to do these things?”
19
DSO
ଜିସୁ ସେମନ୍କେ କଇଲା, “ତମେ ଏ ମନ୍ଦିର୍ ବସ୍ଲାଇ ଦିଆସ୍ । ସେଟା ମୁଇ ତିନ୍ଦିନ୍ ବିତ୍ରେ ଆରିତରେକ୍ ତିଆର୍ କରିଦେବି ।”
BSB
BSB:
Jesus answered,
“Destroy this temple, and in three days I will raise it up again.”
20
DSO
ଜିସୁର୍ ଏ କାତା ସୁନି ସେମନ୍ କଇଲାଇ, “କାଇଟା ! ତିନ୍ଦିନ୍ ବିତ୍ରେ ତୁଇ ତିଆର୍ କରି ପାରୁସ୍ କି ? ଏ ମନ୍ଦିର୍ ତିଆର୍ କର୍ବାକେ ଚାଲିସ୍ ଚଅ ବରସ୍ ଲାଗିରଇଲା ।”
BSB
BSB:
“This temple took forty-six years to build,” the Jews replied, “and You are going to raise it up in three days?”
21
DSO
ମାତର୍ ଜିସୁ ତାର୍ ନିଜର୍ ଗାଗଡର୍ ବିସଇ ମନ୍ଦିର୍କେ ଦେକାଇ କରି ଏ କାତା କଇରଇଲା ।
BSB
BSB:
But Jesus was speaking about the temple of His body.
22
DSO
ସେ ମରିକରି ଆରିତରେକ୍ ଜିବନ୍ ଅଇ ଉଟ୍ଲା ପଚେ ସିସ୍ମନର୍ ମନେ ପଡ୍ଲା ଜେ, ସେ ଏନ୍ତାରି କଇରଇଲା । ତେବର୍ପାଇ ସେମନ୍ ଦରମ୍ ସାସ୍ତର୍ ଆରି ଜିସୁର୍ ବାକିଅ ବିସ୍ବାସ୍ କଲାଇ ।
BSB
BSB:
After He was raised from the dead, His disciples remembered that He had said this. Then they believed the Scripture and the word that Jesus had spoken.
23
DSO
ନିସ୍ତାର୍ ପରବ୍ବେଲେ ଜିସୁ ଜିରୁସାଲାମ୍ ରଇଲାବେଲେ କେତେକ୍ କେତେକ୍ ଲକ୍ ସେ କରିରଇବା କାବା ଅଇଜିବା କାମ୍ମନ୍ କଲାଟା ଦେକି ତାକେ ବିସ୍ବାସ୍ କଲାଇ ।
BSB
BSB:
While He was in Jerusalem at the Passover Feast, many people saw the signs He was doing and believed in His name.
24
DSO
ମାତର୍ ଜିସୁ ସେ ଲକ୍ମନ୍ ବିସ୍ବାସ୍ କରିରଇବାଟା ସତ୍ବଲି ବାବେନାଇ । କାଇକେ ବଇଲେ ସେ ସବୁ ଲକର୍ ବିସଇ ସେ ନିକସଙ୍ଗ୍ ଜାନି ରଇଲା ।
BSB
BSB:
But Jesus did not entrust Himself to them, for He knew them all.
25
DSO
ଲକ୍ମନର୍ ବିସଇନେଇକରି ତାକେ, କେ ମିସା କାଇଟାବଲି କଇବାର୍ ଦର୍କାର୍ ନ ରଇଲା, କାଇକେବଇଲେ ସେ ତାକର୍ ମନ୍ ବିତ୍ରର୍ କାତା, ନିଜେ ଜାନି ରଇଲା ।
BSB
BSB:
He did not need any testimony about man, for He knew what was in a man.
Chapter complete
You’ve read John 2
Chapter 2 of 21 in John
Up next
John 3
Read John 3
Back to John 1
Go Deeper
Commentary
What the commentators say on John 2
A question this chapter raises
Do Christians worship Mary as part of the Trinity?
DSO
Desiya New Testament. Copyright © 2020 The Word for the World International. Licensed under CC BY 4.0 (creativecommons.org/licenses/by/4.0). Text from eBible.org; verses renumbered to the KJV scheme where they differ, otherwise unchanged.
BSB
The Holy Bible, Berean Standard Bible, BSB. Dedicated to the public domain. BereanBible.com
John 1
John 2
John 3