Opened
By The Kingdom Tribe (TKT).
Built by Paruto.
v2.4.0
Skip to content
Opened
en
Today
Ask
Read
Journey
More
Luke
Luke
15
DSO
BSB
A
a
Luke 15
15
Luke
The journey to Jerusalem
Desiya New Testament
Desiya New Testament
Berean Standard Bible
1
DSO
ଦିନେକ୍ ଜିସୁ କଇବା କାତା ସୁନ୍ବାକେ ସିସ୍ତୁ ମାଙ୍ଗ୍ବା ଲକ୍ମନ୍ ଆରି ଏନ୍ତି ବେସି ପାପିଲକ୍ମନ୍ ତାର୍ ଲଗେ ଆଇତେ ରଇଲାଇ ।
BSB
BSB:
Now all the tax collectors and sinners were gathering around to listen to Jesus.
2
DSO
ତେଇ ପାରୁସି ଲକ୍ମନ୍ ଆରି ନିୟମ୍ ସିକାଇ ଦେବା ଲକ୍ମନ୍, ଏଟା ଦେକି ତାର୍ ବିରଦେ ଏନ୍ତି କଇବାର୍ ବସ୍ଲାଇ । “ଏ ଲକ୍କେ ଦେକା, ସେ ପାପି ଲକ୍ମନର୍ ସଙ୍ଗ୍ ମଇତର୍ ପାରା ଅଇ ତାକର୍ ସଙ୍ଗ୍ ମିସ୍ତେ କାଇଲାନି ।”
BSB
BSB:
So the Pharisees and scribes began to grumble: “This man welcomes sinners and eats with them.”
3
DSO
ସେଟାର୍ ପାଇ ଜିସୁ ସେମନ୍କେ ଏ ଉଦାଅରନ୍ କଇଲା ।
BSB
BSB:
Then Jesus told them this parable:
4
DSO
“ଜଦି ତମର୍ ବିତ୍ରେ ଗଟେକ୍ ଲକର୍ ସଏଟା ମେଣ୍ଡା ରଇସି ଆରି ସେ ବିତ୍ରେଅନି ଗଟେକ୍ ଆଜିଜାଇସି ବଇଲେ ତମେ କାଇଟା କର୍ସା ? ସେ ନବେ ନଅଟା ମେଣ୍ଡାମନ୍କେ ଚାରତ୍ବଲି ଚାଡିଦେଇ, ଆଜିଗାଲା ଗଟେକ୍ ମେଣ୍ଡା ମିଲ୍ବାଜାକ ନ କଜାସ୍ କି ?
BSB
BSB:
“What man among you, if he has a hundred sheep and loses one of them, does not leave the ninety-nine in the pasture and go after the one that is lost, until he finds it?
5
DSO
ଆରି ଜେଡେବଲ୍ ସେ ମେଣ୍ଡା ମିଲାଇସି, ବେସି ସାର୍ଦା ଅଇ ମେଣ୍ଡାକେ କନ୍ଦେ ବଇକରି ଗରେ ଦାରିଆଇସା ।
BSB
BSB:
And when he finds it, he joyfully puts it on his shoulders,
6
DSO
ତମେ ଗରେ କେଟ୍ଲା ପଚେ, ତମର୍ ମଇତର୍ମନ୍କେ ଆରି ଗର୍ ଲଗର୍ ଲକ୍କେ ଡାକିକରି ‘ମର ସଙ୍ଗ୍ ସାର୍ଦା କରା, କାଇକେବଇଲେ ମର୍ ଆଜିଗାଲା ମେଣ୍ଡା ମିଲ୍ଲା’ ବଲି କଇସା ।
BSB
BSB:
comes home, and calls together his friends and neighbors to tell them, ‘Rejoice with me, for I have found my lost sheep!’
7
DSO
ସେନ୍ତାରି ମୁଇ ତମ୍କେ କଇଲିନି, ‘ଆମେ ପାପି ଲକ୍ମନ୍ ନଉଁ’ ବଲି ବାବ୍ତେରଇବା ନବେ ନଅଟା ଦରମ୍ ଲକ୍ମନ୍ ରଇଲେମିସା ଗଟେକ୍ ପାପି ଲକ୍ ନିଜେ ‘ମୁଇ ଗଟେକ୍ ପାପି’ ବଲି ଏତାଇସି । ପଚେ ମନ୍ବାଦ୍ଲାଇ କରି ପର୍ମେସରର୍ ଲଗେ ଆଇସି । ସେ ନବେ ନଅଟା ଦରମ୍ ଲକ୍ମନର୍ତେଇ ଅନି ଏ ଗଟେକ୍ ଲକର୍ ପାଇ ସର୍ଗେ ଅଦିକ୍ ସାର୍ଦା କର୍ବାଇ ।”
BSB
BSB:
I tell you that in the same way there will be more joy in heaven over one sinner who repents than over ninety-nine righteous ones who do not need to repent.
8
DSO
ଏ କାତା ସୁନାଇ ଦେବାକେ ଜିସୁ ଆରି ଗଟେକ୍ କାତାନି ସେମନ୍କେ କଇଲା, “ଜଦି ଗଟେକ୍ ମାଇଜିର୍ ଦସ୍ଟା ରୁପାଟାଙ୍ଗା ରଇଲା । ତେଇଅନି ଗଟେକ୍ ଅଦ୍ଲି ଆଜିଗାଲେ ସେ କାଇଟା କର୍ସି ? ସେ ବତି ଲାଗାଇ ଗୁଲାଇ ଗର୍ ସେଟା ନ ମିଲ୍ବାଜାକ ବାଡାନ୍ ଚୁଡାନ୍ କରି କଜ୍ସି ।
BSB
BSB:
Or what woman who has ten silver coins and loses one of them does not light a lamp, sweep her house, and search carefully until she finds it?
9
DSO
ଆରି ସେଟା ମିଲ୍ଲା ଦାପ୍ରେ ତାର୍ ମଇତର୍ମନ୍କେ ଆରି ଗର୍ ଲଗେ ରଇଲା ଲକ୍ମନ୍କେ କଇସି ‘ତମେ ମର୍ସଙ୍ଗ୍ ସାର୍ଦା କରା, କାଇକେ ବଇଲେ ଆଜିଗାଲା ରୁପାଅଦ୍ଲି ଡାବୁ ମକେ ମିଲ୍ଲା ଆଚେ’ ।
BSB
BSB:
And when she finds it, she calls together her friends and neighbors to say, ‘Rejoice with me, for I have found my lost coin.’
10
DSO
ମୁଇ ତମ୍କେ କଇଲିନି, ସେନ୍ତିସେ ଗଟେକ୍ ପାପି ଲକ୍ ମାପ୍ରୁର୍ତେଇ ମନ୍ବାଦ୍ଲାଇସି ବଇଲେ, ପର୍ମେସରର୍ ଦୁତ୍ମନ୍ ବେସି ସାର୍ଦା କର୍ବାଇ ।”
BSB
BSB:
In the same way, I tell you, there is joy in the presence of God’s angels over one sinner who repents.”
11
DSO
ଏ କାତା ବୁଜାଇ ଦେବାକେ ଜିସୁ ସେମନ୍କେ ଆରି ଗଟେକ୍ କାତାନି କଇଲା । ଗଟେକ୍ ଲକ୍କେ ଦୁଇଟା ପିଲାମନ୍ ରଇଲାଇ ।
BSB
BSB:
Then Jesus said,
“There was a man who had two sons.
12
DSO
ଦିନେକ୍ ସାନ୍ ପଅ ତାର୍ ବାବାକେ କଇଲା, “ଏ ବାବା ତର୍ ଦନ୍ ମର୍ବାଗେ ଜେତ୍କି ଅଇସି, ସେଟା ଏବେ ମକେ ଦେଇପାକା ।” ସେଟାର୍ ପାଇ ତାର୍ ବାବା ତାର୍ ଦନ୍ ଦୁଇବାଗ୍ କରି ତାର୍ ପିଲାମନ୍କେ ଦେଲା ।
BSB
BSB:
The younger son said to him, ‘Father, give me my share of the estate.’ So he divided his property between them.
13
DSO
ଅଲପ୍ ଦିନ୍ ଗାଲା ପଚେ ସାନ୍ ପିଲା ତାର୍ ବାଗର୍ ସବୁ ଦନ୍ ବିକିଦେଇ ମିଲ୍ଲା ଡାବୁ ଟୁଲିଆଇ ଗଟେକ୍ ଦୁର୍ ଦେସେ ଉଟିଗାଲା । ଆରି ତାର୍ ସବୁ ଡାବୁ ନିଜେ ମନ୍କଲା ଇସାବେ କର୍ଚ କଲା ।
BSB
BSB:
After a few days, the younger son got everything together and journeyed to a distant country, where he squandered his wealth in wild living.
14
DSO
ତାର୍ଲଗେ ରଇଲା ସବୁ ଡାବୁ ସାରାଇଦେଲା । ପଚେ ସେ ଦେସର୍ ଗୁଲାଇ ବାଟେ ମର୍ଡି ଅଇଲା । ଆରି କାଇଟା ମିସା ଗେନି କାଇବାକେ ତାର୍ଲଗେ ଡାବୁ ନ ରଇଲା ।
BSB
BSB:
After he had spent all he had, a severe famine swept through that country, and he began to be in need.
15
DSO
ତେବେ ସେ ଗଡେ ଗଟେକ୍ ଲକର୍ ଗରେ କୁଲି ମିଲ୍ସି କାଇକି ବଲି କାମ୍ କଜ୍ବାର୍ ଗାଲା । ସେ ଲକ୍ ତାକେ ଗୁସ୍ରି ଚାରାଇବା କାମ୍ ଦେଲା ।
BSB
BSB:
So he went and hired himself out to a citizen of that country, who sent him into his fields to feed the pigs.
16
DSO
ଆରି ତାକେ ବେସି ବୁକ୍ ଲାଗ୍ତେ ରଇଲା । ତାକେ ଗୁସ୍ରିମନର୍ କାଦି କାଇବାକେ ମନ୍ଲାଗ୍ଲା ମାତର୍ ସେ କାଦି ମିସା ଦେଅତ୍ ନାଇ ।
BSB
BSB:
He longed to fill his belly with the pods the pigs were eating, but no one would give him a thing.
17
DSO
ସେବେଲେ ତାକେ ଚେତ୍ନା ଆଇଲାଜେ ସେ ମନେ ମନେ ଏନ୍ତି ବାବ୍ଲା । ମର୍ ବାବାର୍ ଗରେତା କାମ୍ କର୍ବା ଗତିଦାଙ୍ଗ୍ଡାମନର୍ କେତେ କାଦି ଉବ୍ରି ଗାଲାନି । ମାତର୍ ମୁଇ ଇତି ବୁକେ ମରିଜିବିବେ ।
BSB
BSB:
Finally he came to his senses and said, ‘How many of my father’s hired servants have plenty of food, but here I am, starving to death!
18
DSO
ସେଟାର୍ପାଇ ମୁଇ ଏ ଜାଗା ଚାଡିକରି ମର୍ ବାବାର୍ ଲଗେ ବାଉଡି ଜିବି । ଆରି ତାକେ କଇବି, “ଏ ବାବା ମୁଇ ପର୍ମେସର୍ ଆରି ତର୍ ବିରଦେ ପାପ୍ କରିଆଚି ।
BSB
BSB:
I will get up and go back to my father and say to him, “Father, I have sinned against heaven and against you.
19
DSO
ମୁଇ ଆରି ତର୍ ପିଲା ଅଇବାର୍ ଅଦିକାର୍ ନାଇ ଆରି ତର୍ ଗତିଦାଙ୍ଗ୍ଡାମନର୍ ବିତ୍ରେ ଗଟେକ୍ ଗତିଦାଙ୍ଗ୍ଡା ଅଇ ରଇବି” ବଲି କଇବି ।
BSB
BSB:
I am no longer worthy to be called your son. Make me like one of your hired servants.”’
20
DSO
ଆରି ସେ ଜାଗା ଚାଡି ବାବାର୍ ଲଗେ ଜିବାକେ ବାରଇଲା । ମାତର୍ ସେ ପିଲା ଦୁରିକେ ରଇଲାବେଲେ ବାବା ତାକେ ଦେକ୍ଲା । ତାକେ ଦେକି ବେସି କଲିକରମ୍ ଅଇ, ତାର୍ ଲଗେ ପାଲାଇ ଆସି ପାଟାଲିକରି ଚୁମ୍ଲା ।
BSB
BSB:
So he got up and went to his father. But while he was still in the distance, his father saw him and was filled with compassion. He ran to his son, embraced him, and kissed him.
21
DSO
ସେ ପିଲା ତାର୍ ବାବାକେ କଇଲା, “ଏ ବାବା ମୁଇ ପର୍ମେସରର୍ ବିରଦେ ଆରି ତର୍ ବିରଦେ ପାପ୍ କଲିଆଚି ସେଟାର୍ପାଇ ତର୍ ପିଲା ଅଇବାର୍ ମର୍ ଅଦିକାର୍ ନାଇ ।”
BSB
BSB:
The son declared, ‘Father, I have sinned against heaven and against you. I am no longer worthy to be called your son.’
22
DSO
ମାତର୍ ତାର୍ ବାବା ନିଜର୍ ଗତିଦାଙ୍ଗ୍ଡାମନ୍କେ କଇଲା, “ତମେ ବେଗି ଜାଇକରି ସବୁର୍ଟାନେଅନି ନିମାନ୍ ଚକାପଚିଆ ତାକେ ପିନ୍ଦାଇଦିଆସ୍ । ଆରି ତାର୍ ଆଙ୍ଗ୍ଟି ମୁନ୍ଦି ପିନ୍ଦାଆ । ତାର୍ ଗଡେ ପାଣ୍ଡଇ ପିନ୍ଦାଇଦିଆସ୍ ।”
BSB
BSB:
But the father said to his servants, ‘Quick! Bring the best robe and put it on him. Put a ring on his finger and sandals on his feet.
23
DSO
ଆରି ତାର୍ ଗତିଦାଙ୍ଗ୍ଡାମନ୍କେ କଇଲା, “ଆମର୍ତେଇ ରଇଲା ସବୁର୍ଟାନେଅନି ଗଟେକ୍ ଗାଗଡ୍ ରଇବା ପସୁ ଆନି ମାରା, ଆରି ଆମେ ସାର୍ଦା ଅଇକରି ବଜି କରୁ ।
BSB
BSB:
Bring the fattened calf and kill it. Let us feast and celebrate.
24
DSO
କାଇକେ ବଇଲେ ମର୍ ପିଲା ମରିଜାଇରଇଲା, ଆରି ଏବେ ଜିବନ୍ ଅଇଲା ଆଚେ । ସେ ଆଜିଜାଇ ରଇଲା ଏବେ ମିଲ୍ଲା ଆଚେ ।” ସେଟାର୍ପାଇ ସେମନ୍ ବଜି କର୍ବାର୍ ବସ୍ଲାଇ ।
BSB
BSB:
For this son of mine was dead and is alive again! He was lost and is found!’ So they began to celebrate.
25
DSO
ସେ ବେଲା ତାର୍ ବଡ୍ ପଅ ତାସ୍ପଦାଇ ରଇଲା । ସେ ବାଉଡି କରି ଗର୍ ଲଗେ ଆଇବା ବେଲାଇ ବାଜାବାଇଦ୍ କରି ନାଟ୍ଗିତ୍ କର୍ବାଟା ସୁନ୍ଲା ।
BSB
BSB:
Meanwhile the older son was in the field, and as he approached the house, he heard music and dancing.
26
DSO
ସେ ଗଟେକ୍ ଗତିଦାଙ୍ଗ୍ଡାକେ ଡାକିକରି ପାଚାର୍ଲା, “ଇତି କାଇଟା ଅଇଲାନି ?”
BSB
BSB:
So he called one of the servants and asked what was going on.
27
DSO
ଗତିଦାଙ୍ଗ୍ଡା ତାକେ କଇଲା, “ତର୍ ବାଇ ଗରେ ବାଉଡି ଆଇଲା ଆଚେ । ଆରି ତର୍ ବାବା, ତର୍ ବାଇ ଜର୍ଦୁକା ନ ଅଇ ଜିବନ୍ଅଇ ଆଇଲାକେ ଗଟେକ୍ ଗାଗଡ୍ ପସୁକେ ମାର୍ଲା ଆଚେ ।”
BSB
BSB:
‘Your brother has returned,’ he said, ‘and your father has killed the fattened calf, because he has him back safe and sound.’
28
DSO
ଏ କାତା ସୁନି ବଡ୍ ପଅ ବେସି ରିସା ଅଇଗାଲା । ସେ ଗର୍ ବିତ୍ରେ ପୁରେ ମିସା ନାଇ । ମାତର୍ ତାର୍ ବାବା ବଡ୍ ପଅର୍ ଲଗେ ଜାଇ ଗରେ ଜିବାକେ ବୁଜାଇବାର୍ ଦାର୍ଲା ।
BSB
BSB:
The older son became angry and refused to go in. So his father came out and pleaded with him.
29
DSO
ମାତର୍ ବଡ୍ ପଅ ତାର୍ ବାବାକେ କଇଲା, “ଦେକ୍, ମୁଇ ଏତେକ୍ ବରସ୍ ଜାକ ଗଟେକ୍ ଗତିଦାଙ୍ଗ୍ଡା ପାରା ତର୍ ସେବା କଲିନି ଆରି ତର୍ କାତା ମାନି କରି ରଇଲି । ତୁଇ ମକେ କାଇଟା ଦେଇଆଚୁସ୍ ? ମର୍ ମଇତର୍ମନର୍ ସଙ୍ଗ୍ ବଜି କରା ବଲି ଗଟେକ୍ ସାନ୍ଟା ପସୁ ମିସା ଦେଉସ୍ ନାଇ ।
BSB
BSB:
But he answered his father, ‘Look, all these years I have served you and never disobeyed a commandment of yours. Yet you never gave me even a young goat so I could celebrate with my friends.
30
DSO
ମାତର୍ ତର୍ ଏ ସାନ୍ ପଅ ସବୁ ଦନ୍ ଦାରିଜାଇ ବେସିଆମନ୍କେ ଦେଇ ସାରାଇଦେଲା ଆରି ସେ ଗରେ ବାଉଡି ଆଇଲାକେ ତୁଇ ତାର୍ ପାଇ ଗଟେକ୍ ଗାଗଡ୍ଟା ପସୁକେ ମାର୍ଲୁସ୍ !”
BSB
BSB:
But when this son of yours returns from squandering your wealth with prostitutes, you kill the fattened calf for him!’
31
DSO
ସେବେଲେ ତାର୍ ବାବା ବଡ୍ ପଅକେ କଇଲା, “ଏ ନୁନା ତୁଇତା ସବୁ ବେଲା ମର୍ ସଙ୍ଗ୍ ରଇଲୁସ୍ନି ଆରି ମର୍ ଜେତ୍କି ଦନ୍ ଆଚେ ସେଟା ସବୁ ତର୍ଟାସେ ।
BSB
BSB:
‘Son, you are always with me,’ the father said, ‘and all that is mine is yours.
32
DSO
ମାତର୍ ତର୍ ବାଇ ମରିଜାଇରଇଲା । ଏବେ ସେ ଜିବନ୍ ଅଇଆଚେ ସେ ଆଜିଜାଇରଇଲା ମାତର୍ ଏବେ ମିଲ୍ଲା ଆଚେ । ସେଟାର୍ପାଇ ଆମେ ସାର୍ଦା କର୍ବାର୍ ରଇଲା ।”
BSB
BSB:
But it was fitting to celebrate and be glad, because this brother of yours was dead and is alive again; he was lost and is found.’”
Chapter complete
You’ve read Luke 15
Chapter 15 of 24 in Luke
Up next
Luke 16
Read Luke 16
Back to Luke 14
Go deeper
Commentary
What the commentators say on Luke 15
A question this chapter raises
Isn’t karma fairer than grace?
DSO
Desiya New Testament. Copyright © 2020 The Word for the World International. Licensed under CC BY 4.0 (creativecommons.org/licenses/by/4.0). Text from eBible.org; verses renumbered to the KJV scheme where they differ, otherwise unchanged.
BSB
The Holy Bible, Berean Standard Bible, BSB. Dedicated to the public domain. BereanBible.com
Luke 14
Luke 15
Luke 16