Opened
By The Kingdom Tribe (TKT).
Built by Paruto.
v2.6.0
Skip to content
Opened
en
Today
Ask
Read
Journey
More
Luke
Luke
18
DSO
BSB
A
a
Luke 18
18
Luke
The journey to Jerusalem
Desiya New Testament
Jesus
, person
David
, person
Jerusalem
, place
Peter
, person
Jericho
, place
Nazareth
, place
Desiya New Testament
Berean Standard Bible
1
DSO
ଜିସୁ ଦିନେକ୍ ତାର୍ ସିସ୍ମନ୍କେ ପର୍ମେସର୍କେ ମାଙ୍ଗ୍ବାବେଲେ ନ ତାକି ପାର୍ତନା କରିକରି ରଇବାକେ, ଗଟେକ୍ କାତାନି ବୁଜାଇ କଇଲା,
BSB
BSB:
Then Jesus told them a parable about their need to pray at all times and not lose heart:
2
DSO
ଗଟେକ୍ ଗଡେ ଗଟେକ୍ ବିଚାର୍ କାରିଆ ଲକ୍ ରଇଲା । ସେ ପର୍ମେସର୍କେ ନ ଡର୍ତେ ରଇଲା, କି ଲକ୍ମନ୍କେ ନ ନାମ୍ତେ ରଇଲା ।
BSB
BSB:
“In a certain town there was a judge who neither feared God nor respected men.
3
DSO
ସେ ଗଡେ ଗଟେକ୍ ରାଣ୍ଡି ମାଇଜି ମିସା ରଇଲା । ସେ ସବୁ ବେଲେ ବିଚାର୍ କାରିଆର୍ ଲଗେ ଜାଇ ଏନ୍ତି କଇତେ ରଇଲା, ଗଟେକ୍ ଲକ୍ ମର୍ ବିରଦି ଅଇଲା ଆଚେ । ଏ ବିସଇନେଇକରି ତମେ ମର୍ ବିରଦିକେ ବିଚାର କରା । ଜେନ୍ତିକି, ସେ ମକେ ନିଆଇ ଇସାବେ ଚଲାଚଲ୍ତି କର୍ସି ।
BSB
BSB:
And there was a widow in that town who kept appealing to him, ‘Give me justice against my adversary.’
4
DSO
ଏନ୍ତି ବେସି ଦିନ୍ ସେ ବିଚାର୍କାରିଆ ନିଆଇ କର୍ବାକେ ମନ୍ ନ କଲେ ମିସା, ସେ ଦିନ୍କେ ଆସି ବେମ୍ଜା କର୍ତେରଇଲା । ମାତର୍ ସେ ବିଚାର୍କାରିଆ ଲକ୍ ମନେ ମନେ ବାବ୍ଲା, “ମୁଇ ପର୍ମେସର୍କେ ଡରି ନାଇକି ଲକ୍ମନ୍କେ ନାମି ନାଇ ।
BSB
BSB:
For a while he refused, but later he said to himself, ‘Though I neither fear God nor respect men,
5
DSO
ମାତର୍ ଏ ରାଣ୍ଡିମାଇଜି ସବୁ ବେଲା ଆସି ବେମ୍ଜା କଲାନି । ସେଟାର୍ପାଇ ତାକେ ନିଆଇ ମିଲ୍ଲା ପାରା ବିଚାର୍ କର୍ବି । କାଇକେ ବଇଲେ ଏନ୍ତି ବିଚାର୍ ନ କଲେ ସେ ସବୁଦିନ୍ ଆସି ମକେ ବେମ୍ଜା କର୍ତେ ରଇସି ।”
BSB
BSB:
yet because this widow keeps pestering me, I will give her justice. Otherwise, she will wear me out with her perpetual requests.’”
6
DSO
ତେଇ ମାପ୍ରୁ କଇଲା, “ଏ ଅନିଆଇ ବିଚାର୍କାରିଆ କାଇଟା କର୍ବାକେ ବାଚ୍ଲା, ସେଟା ତମେ ସିକା ।
BSB
BSB:
And the Lord said,
“Listen to the words of the unjust judge.
7
DSO
ସେନ୍ତି ଲାଚୁଆଁ ବିଚାର୍କାରିଆ ସେ ରାଣ୍ଡିମାଇଜିର୍ ବିଚାର୍ କଲା । ସେନ୍ତାର୍ ଆଲେ, ତାର୍ତେଇଅନି କେତେ ନିମାନ୍ ଇସାବେ ପର୍ମେସର୍ ସେ ବାଚ୍ଲା ଲକ୍ମନର୍ ଦିନ୍ରାତିର୍ ପାର୍ତନା ସୁନି ନିମାନ୍ ନିଆଇ ବିଚାର୍ କର୍ସି । ସେମନ୍କେ ସାଇଜ କର୍ବାକେ ସେ ଅଲ୍ସମ୍ ନ କରେ ।
BSB
BSB:
Will not God bring about justice for His elect who cry out to Him day and night? Will He delay in helping them?
8
DSO
ମୁଇ ତମ୍କେ କଇଲିନି, ସେ ଦାପ୍ରେସେ ତାର୍ ଲକ୍ମନର୍ପାଇ ନିମାନ୍ ନିଆଇବିଚାର୍ କର୍ସି । ମାତର୍ ପର୍ମେସର୍ ଟାନେଅନି ଆଇଲା ନର୍ପିଲା ମୁଇ ଆରିତରେକ୍ ଆଇବାବେଲେ ଏ ଦୁନିଆଇ, ମକେ ବିସ୍ବାସ୍ କର୍ବା ଲକ୍ମନ୍କେ ଦେକ୍ବି କି ନାଇ ?”
BSB
BSB:
I tell you, He will promptly carry out justice on their behalf. Nevertheless, when the Son of Man comes, will He find faith on earth?”
9
DSO
ତେଇ ରଇଲା କେତେକ୍ ଲକ୍ମନ୍ ନିଜ୍କେ ମୁଇ ନିକ ଆଚି ବଲି ବାବିଅଇ ବିନ୍ଲକ୍କେ ଗିନ୍ କର୍ତେ ରଇଲାଇ । ସେନ୍ତି ଲକ୍ମନର୍ ବିସଇ ବୁଜାଇବାକେ ଜିସୁ ସେମନ୍କେ ଏ କାତାନି କଇଲା ।
BSB
BSB:
To some who trusted in their own righteousness and viewed others with contempt, He also told this parable:
10
DSO
ଦିନେକ୍ ଦୁଇଲକ୍ ପାର୍ତନା କର୍ବାକେ ଗଟେକ୍ ମନ୍ଦିରେ ଗାଲାଇ । ଗଟେକ୍ ଲକ୍ ପାରୁସି ଦଲର୍ ଲକ୍ ଆରି ଗଟେକ୍ ସିସ୍ତୁମାଙ୍ଗୁ ।
BSB
BSB:
“Two men went up to the temple to pray. One was a Pharisee and the other a tax collector.
11
DSO
ପାରୁସି ଲକ୍ ନିଜେ ଅଲପ୍ ଦୁରିକେ ଟିଆଅଇ ଏନ୍ତି ପାର୍ତନା କର୍ବାର୍ ବସ୍ଲା, “ଏ ପର୍ମେସର୍ ମୁଇ ତମ୍କେ ଦନିଅବାଦ୍ ଦେଲିନି । ମୁଇ ବିନ୍ଲକର୍ପାରା ଲବ୍ରା ନାଇ କି ମିଚ୍ମାୟା ନାଇ କି ବେସିଆ କାମ୍ କରି ନାଇ । ଆରି ତକେ ଜୁଆର୍ କଲିନି ମୁଇ ଏ ସିସ୍ତୁମାଙ୍ଗୁ ପାରା ନଇ ।”
BSB
BSB:
The Pharisee stood by himself and prayed, ‘God, I thank You that I am not like other men—swindlers, evildoers, adulterers—or even like this tax collector.
12
DSO
ଆରି ସେ କଇଲା, “ମୁଇ ଜିଉଦିମନର୍ ନିୟମ୍ ଇସାବେ ଆଟ୍କେ ଦୁଇ ଦିନ୍ ଉପାସ୍ ରଇ ପାର୍ତନା କଲିନି । କାମାଇଲାଟାନର୍ ଦସ୍ବାଗର ବାଗେକ୍ ତମ୍କେ ଦେଲିନି ।” ବଲି ପାର୍ତନା କଲା ।
BSB
BSB:
I fast twice a week and pay tithes of all that I acquire.’
13
DSO
ମାତର୍ ସେ ସିସ୍ତୁମାଙ୍ଗୁ ଦୁରିକେ ଟିଆଅଇ ପାର୍ତନା କର୍ବା ବେଲେ ସରଗ୍ବାଟେ ଦେକ୍ବାକେ ମିସା ମନ୍ ନକରି ନିଜର୍ ବୁକେ ମାରିଅଇ ଏନ୍ତି ପାର୍ତନା କଲା । “ଏ ପର୍ମେସର୍ ମୁଇ ଗଟେକ୍ ପାପି ଲକ୍ ମକେ ଦୟା କରା !”
BSB
BSB:
But the tax collector stood at a distance, unwilling even to lift up his eyes to heaven. Instead, he beat his breast and said, ‘God, have mercy on me, a sinner!’
14
DSO
ଜିସୁ ତାର୍ ସିସ୍ମନ୍କେ କଇଲା, “ସେ ଦୁଇଲକ୍ ପାର୍ତନା ସାରାଇ ବାଅଡ୍ଲାକେ, ସିସ୍ତୁମାଙ୍ଗୁସେ ପର୍ମେସର୍ ଦେକ୍ବା ଇସାବେ ଦରମ୍ ରଇଲା । ପାରୁସି ନାଇ । ଜେ ବଡ୍ପନ୍ ଦେକାଇ ଅଇସି ଆରି ବଡ୍ ବଲି ବାବ୍ସି, ତାକେ ପର୍ମେସର୍ ସାନ୍ ଲକ୍ କର୍ସି । ମାତର୍ ଜେ ନିଜ୍କେ ସାନ୍ ଲକ୍ପାରା ବାବ୍ସି ତାକେ ପର୍ମେସର୍ ବଡ୍ ଲକ୍ କର୍ସି, ଏ କାତା ଏତାଇ ରୁଆ ।”
BSB
BSB:
I tell you, this man, rather than the Pharisee, went home justified. For everyone who exalts himself will be humbled, but the one who humbles himself will be exalted.”
15
DSO
ଆରି ଗଟେକ୍ ଦିନେ ଲକ୍ମନ୍ ତାକର୍ ସାନ୍ସାନ୍ ପିଲାମନ୍କେ “ଜିସୁ ଚି କରି ଆସିର୍ବାଦ୍ କର ।” ବଲି ଆନ୍ତେ ରଇଲାଇ । ସିସ୍ମନ୍ ସେଟା ଦେକି ଲକ୍ମନ୍କେ ଲାଗ୍ଲାଇ ।
BSB
BSB:
Now people were even bringing their babies to Jesus for Him to place His hands on them. And when the disciples saw this, they rebuked those who brought them.
16
DSO
ମାତର୍ ଜିସୁ ପିଲାମନ୍କେ ଲଗେ ଡାକି, ସିସ୍ମନ୍କେ କଇଲା, “ପିଲାମନ୍କେ ମର୍ ଲଗେ ଆନ୍ବାକେ ମନାକରା ନାଇ । କାଇକେ ବଇଲେ ସରଗ୍ ରାଇଜ୍ ଏନ୍ତି ସାନ୍ ସାନ୍ ପିଲାମନର୍ ପାରା ବିସ୍ବାସ୍ କର୍ବା ଲକ୍ମନର୍ପାଇସେ ।
BSB
BSB:
But Jesus called the children to Him and said,
“Let the little children come to Me, and do not hinder them! For the kingdom of God belongs to such as these.
17
DSO
ଏତାଇ ରୁଆ ! ମୁଇ ତମ୍କେ ସତ୍କାତା କଇଲିନି । କେ ମିସା ଏ ସାନ୍ଲକ୍ ବିସ୍ବାସ୍ କଲାପାରା ମକେ ବିସ୍ବାସ୍ ନ କଲେ, ସେ ପର୍ମେସରର୍ ରାଇଜେ ଜାଇ ନାପାରେ ।”
BSB
BSB:
Truly I tell you, anyone who does not receive the kingdom of God like a little child will never enter it.”
18
DSO
ଦିନେକ୍ ଗଟେକ୍ ଜିଉଦି ନେତା ଜିସୁକେ ପାଚାର୍ଲା, “ଏ ନିମାନ୍ ଗୁରୁ ! ନ ସାର୍ବା ଜିବନ୍ ମିଲାଇବାକେ ମୁଇ କାଇଟା କର୍ବାର୍ ଆଚେ ?”
BSB
BSB:
Then a certain ruler asked Him, “Good Teacher, what must I do to inherit eternal life?”
19
DSO
ଜିସୁ ତାକେ କଇଲା, ମକେ କାଇକେ ନିମାନ୍ ବଲି କଇଲୁସ୍ନି ? କାଇକେ ବଇଲେ ପର୍ମେସର୍ ଗଟେକ୍ ଲକ୍ସେ ନିମାନ୍ ।
BSB
BSB:
“Why do you call Me good?”
Jesus replied.
“No one is good except God alone.
20
DSO
ମାତର୍ ମୁଇ ତମ୍କେ କଇଲିନି “ବେସିଆ କାମ୍ କରା ନାଇ, କାକେ ମରାଆ ନାଇ, ବିନ୍ ଲକର୍ ଦିନ୍ସୁ ଚରାଆ ନାଇ, ମିଚ୍ ସାକି କୁଆ ନାଇ, ଆରି ତମର ମାଆବାବାର୍ କାତା ମାନା । ପର୍ମେସର୍ ମସାକେ ଏନ୍ତି ନିୟମ୍ ଦେଲାଆଚେ ଜାନି ଆଚୁସ୍ ।”
BSB
BSB:
You know the commandments: ‘Do not commit adultery, do not murder, do not steal, do not bear false witness, honor your father and mother.’”
21
DSO
ସେ ଲକ୍ ଜିସୁକେ କଇଲା, “ଏ ସବୁ ନିୟମ୍ ତା ମୁଇ ପିଲାବେଲେ ଅନି ମାନ୍ଲିନି । ମୁଇ ଆରି କାଇଟା କର୍ବାର୍ ଆଚେ ?”
BSB
BSB:
“All these I have kept from my youth,” he said.
22
DSO
ଜିସୁ ଏଟା ସୁନି ତାକେ କଇଲା, ତର୍ଟାନେ ଆରି ଗଟେକ୍ ବିସଇ ଉନା ଆଚେ । ତର୍ ସବୁ ଦନ୍ ସଁପତି ବିକି ଗରିବ୍ ଲକ୍ମନ୍କେ ବାଟାକରିଦେସ୍ । ଏନ୍ତି କଲେ ତକେ ସର୍ଗେ ଦନ୍ ରଇସି । ଏଟା ସବୁ କଲା ପଚେ ତୁଇ ମର୍ ସଙ୍ଗ୍ ଆଉ ।
BSB
BSB:
On hearing this, Jesus told him,
“You still lack one thing: Sell everything you own and give to the poor, and you will have treasure in heaven. Then come, follow Me.”
23
DSO
ମାତର୍ ସେ ଲକ୍ ଏ କାତା ସୁନି ମନ୍ ଦୁକ୍ ଅଇ ଉଟିଗାଲା । କାଇକେ ବଇଲେ ସେ ବେସି ସାଉକାର୍ ରଇଲା ।
BSB
BSB:
But when the ruler heard this, he became very sad, because he was extremely wealthy.
24
DSO
ସେ ଲକ୍ ମନ୍ଦୁକ୍ ଅଇଲାଟା ଦେକି ଜିସୁ ତାର୍ ସିସ୍ମନ୍କେ କଇଲା, “ସାଉକାର୍ ଲକ୍ମନ୍ ସରଗ୍ ରାଇଜେ ଜିବାଟା କେଡେ କସ୍ଟର୍ ବିସଇ !
BSB
BSB:
Seeing the man’s sadness, Jesus said,
“How hard it is for the rich to enter the kingdom of God!
25
DSO
ସେ ଲକ୍ମନ୍ ସରଗ୍ ରାଇଜେ ଜିବାଟାନେଅନି ଗଟେକ୍ ବଡ୍ ଜଁତ୍ ସୁଜିକାଣାବାଟେ ଚିଙ୍ଗ୍ଲି ଜିବାକେ ସଅଜ୍ ଅଇସି ।”
BSB
BSB:
Indeed, it is easier for a camel to pass through the eye of a needle than for a rich man to enter the kingdom of God.”
26
DSO
ଏକାତା ସୁନ୍ତେ ରଇଲା ଲକ୍ମନ୍ କଇଲାଇ, “ଏନ୍ତି ବଇଲେ କେ ତେବେ ଉଦାର୍ ପାଇସି ?”
BSB
BSB:
Those who heard this asked, “Who then can be saved?”
27
DSO
ଜିସୁ କଇଲା, “ପର୍ମେସରର୍ ଟାନେ ନାପାର୍ଲା ବିସଇ କାଇଟା ନାଇ ।”
BSB
BSB:
But Jesus said,
“What is impossible with man is possible with God.”
28
DSO
ପିତର୍ ଜିସୁକେ କଇଲା, “ଦେକା ଆମର୍ ଗରର୍ ସବୁ ଚାଡିକରି ତମର୍ ସଙ୍ଗ୍ ଆଇଲୁଆଚୁ ।”
BSB
BSB:
“Look,” said Peter, “we have left all we had to follow You.”
29
DSO
ଜିସୁ ସେମନ୍କେ କଇଲା, “ଉଁ ମୁଇ ତମ୍କେ ସତ୍କାତା କଇଲିନି । ଜନ୍ ଲକ୍ ପର୍ମେସରର୍ ରାଇଜ୍ ପାଇ ନିଜର୍ ଗର୍ଦୁଆର୍, ମାଇଜିପିଲା, ବାଇବଇନି, ମାଆବାବା ଆରି ପିଲାଟକିକେ ଚାଡି ଆଚେ ବଇଲେ,
BSB
BSB:
“Truly I tell you,”
Jesus replied,
“no one who has left home or wife or brothers or parents or children for the sake of the kingdom of God
30
DSO
ତାକେ ଏ ଦୁନିଆର୍ ଜିବନେ, ସେ ଜେତ୍କି ଚାଡି ରଇଲା ତାର୍ ତେଇ ଅନି ଅଦିକ୍ ମିଲ୍ସି । ଆରି ପଚେ ତାକେ ନ ସାର୍ବା ଜିବନ୍ ମିଲ୍ସି ।”
BSB
BSB:
will fail to receive many times more in this age—and in the age to come, eternal life.”
31
DSO
ତାର୍ ପଚେ ଜିସୁ ତାର୍ ବାର୍ଟା ସିସ୍ମନ୍କେ ବିନେ ଡାକିନେଇ କଇଲା, “ସୁନା ! ଆମେ ଜିରୁସାଲମେ ଗାଲୁନି, ଜନ୍ବେଲା ଆମେ କେଟ୍ବୁ ସେବେଲା ପର୍ମେସର୍ ଟାନେଅନି ଆଇଲା ନର୍ପିଲା, ମର୍ ବିସଇ ନେଇ ବବିସତ୍ବକ୍ତାମନ୍ ଲେକି ରଇଲା ସବୁ ବିସଇ ପୁରାପୁରୁନ୍ ଅଇସି ।
BSB
BSB:
Then Jesus took the Twelve aside and said to them,
“Look, we are going up to Jerusalem, and everything the prophets have written about the Son of Man will be fulfilled.
32
DSO
ସେଟା କାଇଟା ବଇଲେ, ଜିରୁସାଲମେ ମକେ ରମିୟ ଲକ୍ମନ୍କେ ସର୍ପିଦେବାଇ ଆରି ସେମନ୍ ମକେ କିଜାଇବାଇ ଆରି ଲାଜ୍ କରାଇ, ମର୍ ଉପ୍ରେ ତୁକ୍ବାଇ ।
BSB
BSB:
He will be delivered over to the Gentiles and will be mocked and insulted and spit upon.
33
DSO
ତାର୍ପଚେ କର୍ଡା ସଙ୍ଗ୍ ମାର୍ବାଇ, ପଚେ ମକେ ମରାଇବାଇ । ମାତର୍ ତିନ୍ଦିନ୍ ପଚେ ମୁଇ ଆରି ତରେକ୍ ଜିବନ୍ ଅଇ ଉଟ୍ବି ।”
BSB
BSB:
They will flog Him and kill Him, and on the third day He will rise again.”
34
DSO
ମାତର୍ ସିସ୍ମନ୍ ଏ ସବୁ କାତା ଅଲପ୍ ମିସା ବୁଜିନାପାର୍ଲାଇ, ସେ ବିସଇ ସେମନର୍ଟାନେଅନି ଲୁଚିରଇଲା ।
BSB
BSB:
But the disciples did not understand any of these things. The meaning was hidden from them, and they did not comprehend what He was saying.
35
DSO
ଜିସୁ ଜିରିଅ ଗଡେ କେଟାକେଟି ଅଇଲାବେଲେ ଗଟେକ୍ କାଣା ବାଟ୍ପାଲି ବସି ବିକ୍ ମାଙ୍ଗ୍ତେ ରଇଲା ।
BSB
BSB:
As Jesus drew near to Jericho, a blind man was sitting beside the road, begging.
36
DSO
ଜିସୁର୍ ସଙ୍ଗ୍ ଜିବା ଲକର୍ କାତା ସୁନି, “ଏଟା କାଇଟା ଅଇଲାନି ?” ବଲି ତେଇ ରଇଲା ଲକ୍ମନ୍କେ ପାଚାର୍ଲା ।
BSB
BSB:
When he heard the crowd going by, he asked what was happening.
37
DSO
ସେ ଲକ୍ମନ୍ କାଣାକେ କଇଲାଇ, “ନାଜରିତ୍ ଗାଉଁର୍ ଜିସୁ ଏ ବାଟେ ଗାଲାନି ।”
BSB
BSB:
“Jesus of Nazareth is passing by,” they told him.
38
DSO
ତେଇ ସେ ଆଉଲିଅଇ କଇଲା, “ଏ ଦାଉଦ୍ ରାଜାର୍ କୁଟୁମର୍ ପିଲା ଜିସୁ ! ତମେ ମକେ ଦୟା କରା ।”
BSB
BSB:
So he called out, “Jesus, Son of David, have mercy on me!”
39
DSO
ଆଗେ ଜିବା ଲକ୍ମନ୍ କାଣାକେ ଦମ୍କାଇ କରି ଚୁପ୍ଅଇ ରଇବାକେ କଇଲାଇ । ମାତର୍ ସେ ଅଦିକ୍ ଅଦିକ୍ ଆଉଲି ଅଇ “ଏ ଦାଉଦ୍ ରାଜାର୍ କୁଟୁମର୍ ପିଲା ଜିସୁ ! ମକେ ଦୟା କରା !” ବଲି କଇଲା ।
BSB
BSB:
Those who led the way admonished him to be silent, but he cried out all the louder, “Son of David, have mercy on me!”
40
DSO
ଜିସୁ ତାର୍ କାତା ସୁନି ଟିଆ ଅଇଲା ଆରି, “ତାକେ ମର୍ ଲଗେ ଆନା” ବଲି ଆଦେସ୍ ଦେଲା ।
BSB
BSB:
Jesus stopped and directed that the man be brought to Him. When he had come near, Jesus asked him,
41
DSO
କାଣା ବିକାରି ଜିସୁର୍ ଲଗେ ଆଇଲାଜେ, ଜିସୁ ତାକେ ପାଚାର୍ଲା, “ମୁଇ ତର୍ପାଇ କାଇଟା କର୍ବି ବଲି ମନ୍ କଲୁସ୍ନି ?” ସେ ଜିସୁକେ “ଏ ମାପ୍ରୁ, ମକେ ଦେକ୍ବା ବପୁ ଦିଆ । ସେନ୍ତି ମକେ ନିମାନ୍ କରିଦେ ।” ବଲି କଇଲା ।
BSB
BSB:
“What do you want Me to do for you?”
“Lord,” he said, “let me see again.”
42
DSO
ତେବେ ଜିସୁ ତାକେ କଇଲା, “ତୁଇ ଦେକ୍ବାକେ ପାଆ ! ମୁଇ ତର୍ ଆଁକି ନିକ କର୍ବି କାଇକେ ବଇଲେ, ତୁଇ ମର୍ତେଇ ବିସ୍ବାସ୍ କରି ଆଚୁସ୍ ।”
BSB
BSB:
“Receive your sight!”
Jesus replied.
“Your faith has healed you.”
43
DSO
ସେ ଦାପ୍ରେ, ସେ କାଣା ଦେକି ପାର୍ଲା । ଆରି ପର୍ମେସର୍କେ ଦନିଅବାଦ୍ କରିକରି ଜିସୁର୍ ସଙ୍ଗ୍ ଗାଲା । ଏ ଗଟ୍ନା ଦେକ୍ଲା ସବୁ ଲକ୍ମନ୍ ପର୍ମେସରର୍ ଡାକ୍ପୁଟା କଲାଇ ।
BSB
BSB:
Immediately he received his sight and followed Jesus, glorifying God. And all the people, when they saw it, gave praise to God.
Chapter complete
You’ve read Luke 18
Chapter 18 of 24 in Luke
Up next
Luke 19
Read Luke 19
Back to Luke 17
Go deeper
Commentary
What the commentators say on Luke 18
A question this chapter raises
Why doesn’t God answer my prayers?
DSO
Desiya New Testament. Copyright © 2020 The Word for the World International. Licensed under CC BY 4.0 (creativecommons.org/licenses/by/4.0). Text from eBible.org; verses renumbered to the KJV scheme where they differ, otherwise unchanged.
BSB
The Holy Bible, Berean Standard Bible, BSB. Dedicated to the public domain. BereanBible.com
Luke 17
Luke 18
Luke 19