Opened
By The Kingdom Tribe (TKT).
Built by Paruto.
v2.1.0
Skip to content
Opened
en
Today
Ask
Read
Journey
More
Luke
Luke
4
DSO
BSB
A
a
Luke 4
4
Luke
Preparation and ministry in Galilee
Desiya New Testament
Jesus
, person
Galilee
, place
Israel
, person
Elias
, person
Nazareth
, place
Capernaum
, place
Jerusalem
, place
Jordan
, place
9 more
Desiya New Testament
Berean Standard Bible
1
DSO
ଜିସୁ ସୁକଲ୍ ଆତ୍ମାଇ ପୁରାପୁରୁନ୍ ଅଇକରି ଜର୍ଦନ୍ ଗାଡେଅନି ବାଉଡି ଆଇଲା । ଆରି ସଇତାନର୍ ଟାନେ ପରିକା କରାଇବାକେ ତାକେ ଆତ୍ମା ଚାଲାଇ ନେଲା । ତେଇ ଚାଲିସ୍ ଦିନ୍ ଜାକ ସଇତାନ୍ ତାକେ ପରିକା କର୍ତେରଇଲା ।
BSB
BSB:
Then Jesus, full of the Holy Spirit, returned from the Jordan and was led by the Spirit into the wilderness,
2
DSO
ସର୍ତେ ଦିନ୍ ସାର୍ଲା ପଚେ ସେ ବୁକ୍କେ ବାୟାଚୁରା ଅଇଗାଲା ।
BSB
BSB:
where for forty days He was tempted by the devil. He ate nothing during those days, and when they had ended, He was hungry.
3
DSO
ତେଇ ସଇତାନ୍ ଜିସୁକେ କଇଲା, “ତୁଇ ଜଦି ପର୍ମେସରର୍ ପ, ତେବେ ଏ ପାକ୍ନା କାଦି ଅ ବଲି ଆଦେସ୍ ଦେସ୍ ।”
BSB
BSB:
The devil said to Him, “If You are the Son of God, tell this stone to become bread.”
4
DSO
ଜିସୁ ତାକେ କଇଲା, “ପର୍ମେସରର୍ ସାସ୍ତରେ ଲେକାଅଇ ଆଚେ, ମୁନୁସ୍ ଅବ୍କା କାଦି କାଇ ନ ବଁଚେ । ”
BSB
BSB:
But Jesus answered,
“It is written: ‘Man shall not live on bread alone.’”
5
DSO
ତାର୍ପଚେ ସଇତାନ୍ ଜିସୁକେ ଗଟେକ୍ ଉଁଚ୍ ଜାଗାଇ ଡାକି ଦାରିଜାଇ କରି ଆଁକିମିଟ୍କା ମାର୍ବା ଏତ୍କି ପର୍କେ ଜଗତର୍ ସବୁ ରାଇଜ୍ ଦେକାଇଲା ।
BSB
BSB:
Then the devil led Him up to a high place and showed Him in an instant all the kingdoms of the world.
6
DSO
ଆରି ଜିସୁକେ କଇଲା, “ମୁଇ ତକେ ଏ ସବୁ ଦନ୍ ସଁପତିର୍ ଅଦିକାର୍ ଆରି ମଇମା ଦେବି । କାଇକେବଇଲେ ସେଟା ସବୁ ମକେ ସର୍ପିଦେଲାଆଚେ, ଆରି ମୁଇ ଜାକେ ମନ୍ କର୍ବି, ତାକେ ଦେବି ।
BSB
BSB:
“I will give You authority over all these kingdoms and all their glory,” he said. “For it has been relinquished to me, and I can give it to anyone I wish.
7
DSO
ତେବର୍ପାଇ, ଜେବେ ତୁଇ ମକେ ଜୁଆର୍ କର୍ସୁ, ତେବେ ସେ ସବୁଜାକ ତର୍ ଅଇସି ।”
BSB
BSB:
So if You worship me, it will all be Yours.”
8
DSO
ଜିସୁ ତାକେ କଇଲା, “ପର୍ମେସରର୍ ସାସ୍ତରେ ଲେକାଅଇଆଚେ, ତୁଇ ତର୍ ପର୍ମେସର୍କେସେ ଜୁଆର୍ କର୍ସୁ, ଆରି ତାକେସେ ସେବା କର୍ସୁ ।”
BSB
BSB:
But Jesus answered,
“It is written: ‘Worship the Lord your God and serve Him only.’”
9
DSO
ପଚେ ସଇତାନ୍ ଜିସୁକେ ଜିରୁସାଲାମେ ଡାକିଦାରିଜାଇ, ମନ୍ଦିରର୍ ଚାଉନି ଟିପେ ଟିଆକରାଇ କଇଲା, “ତୁଇ ଜଦି ପର୍ମେସରର୍ ପ, ତେବେ ଇତିଅନି ତଲେ ଡେଗଇଦେସ୍,
BSB
BSB:
Then the devil led Him to Jerusalem and set Him on the pinnacle of the temple. “If You are the Son of God,” he said, “throw Yourself down from here.
10
DSO
କାଇକେବଇଲେ ସାସ୍ତରେ ଲେକାଆଚେ ତକେ ରକିଆ କର୍ବାକେ ପର୍ମେସର୍ ତାର୍ ନିଜର୍ ଦୁତ୍ମନ୍କେ ଆଦେସ୍ ଦେଇସି ।
BSB
BSB:
For it is written: ‘He will command His angels concerning You to guard You carefully,
11
DSO
ଆରି ମିସା ଲେକା ଆଚେ, ‘ଜେନ୍ତିକି ତର୍ ପାଦ୍ ପାକ୍ନାଇ ନ ପାଏ, ସେଟାର୍ପାଇ ଦୁତ୍ମନ୍ ତକେ ଆତେଦାରି ଟେକି ନେବାଇ ।’ ”
BSB
BSB:
and they will lift You up in their hands, so that You will not strike Your foot against a stone.’”
12
DSO
ଜିସୁ ସଇତାନ୍କେ କଇଲା, “ଏଟା ମିସା ଲେକାଆଚେ, ତୁଇ ତର୍ ମାପ୍ରୁ ନିଜର୍ ପର୍ମେସର୍କେ ପରିକା କର୍ ନାଇ ।”
BSB
BSB:
But Jesus answered,
“It also says, ‘Do not put the Lord your God to the test.’”
13
DSO
ସଇତାନ୍ ସବୁ ରକାମର୍ ପରିକା ସାରାଇଲା ପଚେ, ଆରି ତରେକ୍ ବେଲା ମିଲ୍ବାଜାକ କେତେ ଦିନର୍ ପାଇ ଜିସୁକେ ଚାଡି ଉଟିଗାଲା ।
BSB
BSB:
When the devil had finished every temptation, he left Him until an opportune time.
14
DSO
ତାର୍ପଚେ ଜିସୁ ଆତ୍ମାଇ ବପୁଅଇକରି ଗାଲିଲି ରାଇଜେ ବାଉଡିଗାଲା । ଆରି ତାର୍ କବର୍ ଗାଲିଲି ରାଇଜର୍ ଗୁଲାଇ ଗାଉଁମନ୍ ଜାନ୍ଲାଇ ।
BSB
BSB:
Jesus returned to Galilee in the power of the Spirit, and the news about Him spread throughout the surrounding region.
15
DSO
ପଚେ ଜିସୁ ଜିଉଦିମନର୍ ପାର୍ତନା ଗର୍ମନ୍କେ ବୁଲି ବୁଲି ସିକିଆ ଦେଇକରି ସବୁ ଲକର୍ଟାନେ ଅନି ଡାକ୍ପୁଟା ପାଇବାର୍ ଦାର୍ଲା ।
BSB
BSB:
He taught in their synagogues and was glorified by everyone.
16
DSO
ଏତ୍କିବିତ୍ରେ ନାଜରିତେ, ଜନ୍ ଜାଗାଇ କି ଜିସୁ ସାନ୍ବେଲେ ଅନି ବଡ୍ ଅଇରଇଲା, ସେ ଜାଗାଇ ଗାଲା । ଆରି ନିଜର୍ ରିତିନିତି ଇସାବେ, ବିସ୍ରାମ୍ ବାରେ ଜିଉଦିମନର୍ ପାର୍ତନା ଗରେ କେଟି ଦରମ୍ ସାସ୍ତର୍ ପଡ୍ବାକେ ଟିଆ ଅଇଲା ।
BSB
BSB:
Then Jesus came to Nazareth, where He had been brought up. As was His custom, He entered the synagogue on the Sabbath. And when He stood up to read,
17
DSO
ସେଡ୍କିବେଲେ ତାକେ ଜିସାୟ ବବିସତ୍ବକ୍ତା ଲେକିରଇଲା ଦରମ୍ ସାସ୍ତର୍ ଦିଆଅଇଲା, ଆରି ଜିସୁ ସେ ଜିସାୟ ବଇଟାନେ ଲେକାଅଇରଇଲା ଏନ୍ତାରି ବାକିଅ ମେଲାକରି ପାଇଲା ।
BSB
BSB:
the scroll of the prophet Isaiah was handed to Him. Unrolling it, He found the place where it was written:
18
DSO
“ମାପ୍ରୁର୍ ଆତ୍ମା ମର୍ ସଙ୍ଗ୍ ଆଚେ, ତେବର୍ପାଇ ନଇଲା ମଇଲା ଲକ୍ମନର୍ଟାନେ ସୁବ୍ କବର୍ ଜାନାଇବାକେ, ପର୍ମେସର୍ ମକେ ବାଚିକରି ପାଟାଇଲା, ବନ୍ଦି ଗରେ ରଇବା ଲକ୍ମନ୍କେ ମୁକ୍ଲାଇବାକେ, କାଣା ଲକ୍ମନ୍କେ ଦେକାଇବା ବିସଇ ଜାନାଇବାକେ ଆରି ଦୁକର୍ ଲକ୍ମନ୍କେ ମୁକ୍ଲାଇବାକେ,
BSB
BSB:
“The Spirit of the Lord is on Me, because He has anointed Me to preach good news to the poor. He has sent Me to proclaim liberty to the captives and recovery of sight to the blind, to release the oppressed,
19
DSO
ଆରି ମାପ୍ରୁ ତାର୍ ଲକ୍ମନ୍କେ ରକିଆ କର୍ବା ବେଲା ଆସିଆଚେ, ବଲି ଜାନାଇବାକେ ସେ ମକେ ପାଟାଇଆଚେ ।”
BSB
BSB:
to proclaim the year of the Lord’s favor.”
20
DSO
ପଚେ ସେ ସାସ୍ତର୍ ଡାବି, ପାର୍ତନା ଚାଲାଇବା ଗଟେକ୍ ଲକ୍କେ ବାଉଡାଇଦେଇ ବସିଦେଲା । ପାର୍ତନା ଗରେ ରଇଲା ଲକ୍ମନ୍ ତାକେସେ ଦେକ୍ତେରଇଲାଇ ।
BSB
BSB:
Then He rolled up the scroll, returned it to the attendant, and sat down. The eyes of everyone in the synagogue were fixed on Him,
21
DSO
ଜିସୁ ଲକ୍ମନ୍କେ କଇବାର୍ ଦାର୍ଲା, “ଆଜି ତମେ ସୁନ୍ଲା ଏ ଦରମ୍ ସାସ୍ତରର୍ ବାକିଅ ପୁରାପୁରୁନ୍ ଅଇଲା ।”
BSB
BSB:
and He began by saying,
“Today this Scripture is fulfilled in your hearing.”
22
DSO
ଜିସୁର୍ ବିସଇ ନେଇକରି ସବୁଲକ୍ ନିକ ସାକି ଦେବାର୍ ଦାର୍ଲାଇ ଆରି ସେ କଇବା, ମନ୍କେ ପାଇଲା ବାକିଅ ସୁନି କାବାଅଇଲାଇ, ଆରି ସେମନ୍ “ଏଟାକାଇ ଜସେପର୍ ପ ନଏଁ ଜେ ?” ବଲି କଇବାର୍ଦାର୍ଲାଇ ।
BSB
BSB:
All spoke well of Him and marveled at the gracious words that came from His lips. “Isn’t this the son of Joseph?” they asked.
23
DSO
ଜିସୁ ଲକ୍ମନ୍କେ କଇଲା, “ତମେ ସେ ଗାଲା କାତା ଆରିତରେକ୍ କଇସା ବଲି ମୁଇ ଜାନିରଇଲି, ଏ ଅସ ଦେଉ, ନିଜେ ତୁଇ ନିକ ଅ, ଆରି କପର୍ନାଉମେ ଜାଇ ଜାଇଟା ଗଟିଆଚେ ବଲି ଆମେ ସୁନିଆଚୁ, ସେଟା ସବୁ ଏ ଜାଗାଇ, ତର୍ ନିଜର୍ ଜନମ୍ ନଅରେ ମିସା କର୍ ।”
BSB
BSB:
Jesus said to them,
“Surely you will quote this proverb to Me: ‘Physician, heal yourself! Do here in Your hometown what we have heard that You did in Capernaum.’”
24
DSO
“ମାତର୍ ମୁଇ ତମ୍କେ ସତ୍ କଇଲିନି, ବବିସତ୍ବକ୍ତା ଅଇରଇବା କାକେମିସା ନିଜର୍ ଗାଏଁ ନ ନାମତ୍ ।”
BSB
BSB:
Then He added,
“Truly I tell you, no prophet is accepted in his hometown.
25
DSO
“ମାତର୍ ମୁଇ ତମ୍କେ ସତ୍କାତା କଇଲିନି, ଜେଡେବେଲେ ବବିସତ୍ବକ୍ତା ଏଲିୟର୍ ବେଲେ ତିନ୍ବରସ୍ ଚ ମାସ୍ ଜାକ ବାଦଲେଅନି ପାନିମାରେ ନାଇକେ ଗୁଲାଇ ଦେସେ ମର୍ଡି ଅଇରଇଲା, ସେବେଲେ ଇସ୍ରାଏଲ୍ ଦେସେ କେତେ କେତେ ରାଣ୍ଡିମାଇଜିମନ୍ ରଇଲାଇ ।
BSB
BSB:
But I tell you truthfully that there were many widows in Israel in the time of Elijah, when the sky was shut for three and a half years and great famine swept over all the land.
26
DSO
ରଇଲେ ମିସା ପର୍ମେସର୍ ଏଲିୟକେ କାର୍ଲଗେ ମିସା ନ ପାଟାଇ ସିଦନ୍ ଦେସର୍ ସାରିପତ୍ ବଲି ଗଟେକ୍ ଜାଗାଇ, ଗଟେକ୍ ରାଣ୍ଡିମାଇଜିର୍ ଲଗେ ପାଟାଇଲା ।
BSB
BSB:
Yet Elijah was not sent to any of them, but to the widow of Zarephath in Sidon.
27
DSO
ଆରି ମାପ୍ରୁର୍ ବବିସତ୍ବକ୍ତା ଏଲିସାୟର୍ ବେଲେ ଇସ୍ରାଏଲ୍ ଦେସେ କେତେ କୁସ୍ଟି ରଗି ରଇଲାଇ, ଏଲେ ମିସା ତାକର୍ ବିତ୍ରେ କାକେମିସା ନିକକରି ନ ରଇଲା, ସୁରିଆ ଦେସର୍ ନାମାନ୍ ନାଉଁର୍ ଲକ୍କେ ସେ ନିକକରି ରଇଲା ।”
BSB
BSB:
And there were many lepers in Israel in the time of Elisha the prophet. Yet not one of them was cleansed—only Naaman the Syrian.”
28
DSO
ଜିଉଦିମନର୍ ପାର୍ତନା ଗରେ ଏ କାତା ସୁନି ଲକ୍ମନ୍ ବେସି ରିସାଅଇଗାଲାଇ ।
BSB
BSB:
On hearing this, all the people in the synagogue were enraged.
29
DSO
ଆରି ସେମନ୍ ଉଟିକରି ଜିସୁକେ ନଅରେଅନି ବାର୍କରାଇଦେଲାଇ । ତାକର୍ ନଅରର୍ ଜନ୍ ପର୍ବତ୍ ଉପ୍ରେ ତିଆର୍ ଅଇରଇଲା, ସେ ପର୍ବତର୍ ଦାରେଅନି ତଲେ ପିଙ୍ଗିଦେଉଁ ବଲି, ତାକେ ତେଇ ଦାରିଗାଲାଇ ।
BSB
BSB:
They got up, drove Him out of the town, and led Him to the brow of the hill on which the town was built, in order to throw Him over the cliff.
30
DSO
ମାତର୍ ଜିସୁ ସେମନର୍ ବିତ୍ରେ ପୁରି ଉଟିଗାଲା ।
BSB
BSB:
But Jesus passed through the crowd and went on His way.
31
DSO
ଜିସୁ ଗାଲିଲି ରାଇଜର୍ କପର୍ନାଉମ୍ ନାଉଁର୍ ଗଟେକ୍ ନଅରେ ଆଇଲା, ଆରି ବିସ୍ରାମ୍ବାରେ ଲକ୍ମନ୍କେ ସିକିଆ ଦେବାର୍ ଦାର୍ଲା ।
BSB
BSB:
Then He went down to Capernaum, a town in Galilee, and on the Sabbath He began to teach the people.
32
DSO
ଲକ୍ମନ୍ ତାର୍ ସିକାଇବାଟା ଦେକି କାବାଅଇଗାଲାଇ, କାଇକେବଇଲେ ତାର୍ ବାକିଅ ଅଦିକାର୍ ସଙ୍ଗ୍ ରଇଲା ।
BSB
BSB:
They were astonished at His teaching, because His message had authority.
33
DSO
ଦିନେକ୍ ଜିଉଦିମନର୍ ପାର୍ତନା ଗରେ ଗଟେକ୍ ଡୁମା ଡସିରଇବା ଲକ୍ ରଇଲା । ସେ ଆଉଲିଅଇ କିର୍କିରି କଇଲା,
BSB
BSB:
In the synagogue there was a man possessed by the spirit of an unclean demon. He cried out in a loud voice,
34
DSO
“ଏ ନାଜରିତର୍ ଜିସୁ, ଆମର୍ଟାନେ ତର୍ କାଇ କାମ୍ ଆଚେ ? ତୁଇ କାଇ ଆମ୍କେ ମରାଇବାକେ ଆସିଆଚୁସ୍ ? ତୁଇ କେ ସେଟା ମୁଇ ଜାନି, ତୁଇ ପର୍ମେସରର୍ ସୁକଲ୍ ଲକ୍ ।”
BSB
BSB:
“Ha! What do You want with us, Jesus of Nazareth? Have You come to destroy us? I know who You are—the Holy One of God!”
35
DSO
ଜିସୁ ତାକେ ଦମ୍କାଇ କରି କଇଲା, “ଚୁପ୍ ର, ଆର୍ଟାନେଅନି ବାରଇ ଜା ।” ତେଇଅନି ସେ ଡୁମା ସେ ଲକ୍କେ ସବୁର୍ ମୁଆଟେ ଅଦ୍ରାଇଲା ଆରି, ତାକେ କାଇଟା ନ କରି ତାର୍ ଗାଗ୍ଡେଅନି ବାରଇ ଉଟିଗାଲା ।
BSB
BSB:
But Jesus rebuked the demon.
“Be silent!”
He said.
“Come out of him!”
At this, the demon threw the man down before them all and came out without harming him.
36
DSO
ତେଇ ସବୁଲକ୍ କାବାଅଇକରି ତାକର୍ ତାକର୍ ବିତ୍ରେ କୁଆବଲା ଅଇଲାଇ, “ଏଟା କାଇ କାତା, ସେ ବପୁ ଆରି ଅଦିକାର୍ ସଙ୍ଗ୍ ଡୁମାମନ୍କେ ମିସା ଆଦେସ୍ ଦେଲାନି । ସେମନ୍ ମିସା ବାରଇ ଗାଲାଇନି ।”
BSB
BSB:
All the people were overcome with amazement and asked one another, “What is this message? With authority and power He commands the unclean spirits, and they come out!”
37
DSO
ଜିସୁର୍ ଏ କବର୍ ସେ ଜାଗାର୍ ଗୁଲାଇବାଟର୍ ଲକ୍ ଜାନ୍ଲାଇ ।
BSB
BSB:
And the news about Jesus spread throughout the surrounding region.
38
DSO
ପଚେ ଜିସୁ ଜିଉଦିମନର୍ ପାର୍ତନା ଗରେଅନି ଉଟି ସିମନର୍ ଗରେ ଗାଲା । ସିମନର୍ ସାତ୍ରିକେ ବେସି ଜର୍ ଅଇରଇଲାଜେ ସେମନ୍ ତାର୍ ବିସଇ ନେଇ ଜିସୁକେ କଇଲାଇ ।
BSB
BSB:
After Jesus had left the synagogue, He went to the home of Simon, whose mother-in-law was suffering from a high fever. So they appealed to Jesus on her behalf,
39
DSO
ତେଇ ସେ ସିମନର୍ ସାତ୍ରିର୍ ଲଗେ ଟିଆଅଇ ଜର୍କେ ଦମ୍କାଇଲା ଆରି ତାକେ ଜର୍ ଚାଡିଗାଲା । ସେଦାପ୍ରେ ସେ ଉଟିକରି ସେମନ୍କେ ସେବା କର୍ବାର୍ ଦାର୍ଲା ।
BSB
BSB:
and He stood over her and rebuked the fever, and it left her. And she got up at once and began to serve them.
40
DSO
ବେଲ୍ବସି ସଞ୍ଜ୍ ଅଇଲାଜେ ଜର୍ଦୁକା ଅଇରଇଲା ଲକ୍ମନ୍କେ ଜିସୁର୍ ଲଗେ ଆନ୍ଲାଇ, ଆରି ସେ ଜର୍ଦୁକାର୍ ଲକ୍ମନ୍କେ ଗଟେକ୍ ଗଟେକ୍ ଲକର୍ ଉପ୍ରେ ଆତ୍ ସଙ୍ଗଇ ନିକ କଲା ।
BSB
BSB:
At sunset, all who were ill with various diseases were brought to Jesus, and laying His hands on each one, He healed them.
41
DSO
ଡୁମା ଦାରିରଇବା ବେସି ଲକ୍ମନ୍ ମିସା କିର୍କିରି କରି “ତୁଇ ପର୍ମେସରର୍ ପଅ !” ବଲି ଲକର୍ ଟାନେଅନି ଚାଡି ପାଲାଇଲାଇ । ଜିସୁ ସେମନ୍କେ ଦମ୍କାଇ କରି କାତାଅଇବାକେ ମିସା ଦେଏନାଇ, କାଇକେବଇଲେ ସେମନ୍ ତାକେ କିରିସ୍ଟ ବଲି ଜାନିରଇଲାଇ ।
BSB
BSB:
Demons also came out of many people, shouting, “You are the Son of God!” But He rebuked the demons and would not allow them to speak, because they knew He was the Christ.
42
DSO
ସାକାଲ୍ ପାଇଲାଜେ ଜିସୁ ନଅରେ ଅନି ବାରଇ ଗଟେକ୍ କିନରା ଜାଗାଇ ଗାଲା । ଲକ୍ମନ୍ କଜି କଜି ତାର୍ ଲଗେ ଆଇଲାଇ, ଆରି ସେ ଜେନ୍ତିକି ତାକର୍ ଲଗେଅନି ଉଟିନଜାଅ ବଲି ଅଟ୍କାଇବାକେ ଚେସ୍ଟା କଲାଇ ।
BSB
BSB:
At daybreak, Jesus went out to a solitary place, and the crowds were looking for Him. They came to Him and tried to keep Him from leaving.
43
DSO
ମାତର୍ ଜିସୁ ସେମନ୍କେ କଇଲା, “ବିନ୍ ବିନ୍ ନଅରେ ମିସା ମୁଇ ପର୍ମେସରର୍ ରାଇଜର୍ ନିକ କବର୍ ଜାନାଇବାର୍ ଆଚେ, କାଇକେ ବଇଲେ ସେଟାର୍ପାଇ ପର୍ମେସର୍ ମକେ ପାଟାଇଆଚେ ।”
BSB
BSB:
But Jesus told them,
“I must preach the good news of the kingdom of God to the other towns as well, because that is why I was sent.”
44
DSO
ଆରି ସେ ଜିଉଦା ଦେସର୍ ଜିଉଦି ଲକ୍ମନର୍ ପାର୍ତନା ଗର୍ମନ୍କେ ବାକିଅ ସୁନାଇବାର୍ ଦାର୍ଲା ।
BSB
BSB:
And He continued to preach in the synagogues of Judea.
Chapter complete
You’ve read Luke 4
Chapter 4 of 24 in Luke
Up next
Luke 5
Read Luke 5
Back to Luke 3
Go deeper
Commentary
What the commentators say on Luke 4
A question this chapter raises
Did Jesus travel to India in his “lost years”?
DSO
Desiya New Testament. Copyright © 2020 The Word for the World International. Licensed under CC BY 4.0 (creativecommons.org/licenses/by/4.0). Text from eBible.org; verses renumbered to the KJV scheme where they differ, otherwise unchanged.
BSB
The Holy Bible, Berean Standard Bible, BSB. Dedicated to the public domain. BereanBible.com
Luke 3
Luke 4
Luke 5