Opened
By The Kingdom Tribe (TKT).
Built by Paruto.
v2.1.2
Skip to content
Opened
en
Today
Ask
Read
Journey
More
Luke
Luke
6
DSO
BSB
A
a
Luke 6
6
Luke
Preparation and ministry in Galilee
Desiya New Testament
Jesus
, person
David
, person
Jerusalem
, place
Peter
, person
Judea
, place
Tyre
, place
John
, person
Sidon
, place
12 more
Desiya New Testament
Berean Standard Bible
1
DSO
ତରେକ୍ ବିସ୍ରାମ୍ ବାରେ ଜିସୁ ତାସ୍ ରଇଲା ପଦାବାଟେ ଜିବାବେଲେ ତାର୍ ସିସ୍ମନ୍ କେଡ୍ ଚିଡାଇ ଆତେ ରମ୍ଦି କାଇତେରଇଲାଇ ।
BSB
BSB:
One Sabbath Jesus was passing through the grainfields, and His disciples began to pick the heads of grain, rub them in their hands, and eat them.
2
DSO
ସେମନ୍କେ ଦେକ୍ତେରଇବା ପାରୁସି ଲକ୍ମନର୍ ବିତ୍ରେଅନି କେତେଲକ୍ କଇଲାଇ, “ବିସ୍ରାମ୍ ବାରେ ଜନ୍ଟା କର୍ବାର୍ ବିଦି ନଏଁ, ସେଟା ତମେ କାଇକେ କଲାସ୍ନି ?”
BSB
BSB:
But some of the Pharisees asked, “Why are you doing what is unlawful on the Sabbath?”
3
DSO
ଜିସୁ ସେମନ୍କେ କଇଲା, “ଦାଉଦ୍ ଆରି ତାର୍ ସଙ୍ଗର୍ ଲକ୍ମନ୍ ବୁକେ ରଇଲାବେଲେ, ଦାଉଦ୍ କାଇଟା କରିରଇଲା, ସେଟା କାଇ ତମେ ପଡାସ୍ ନାଇ କି ?
BSB
BSB:
Jesus replied,
“Have you not read what David did when he and his companions were hungry?
4
DSO
ସୁନା, ଦାଉଦ୍ ପର୍ମେସରର୍ ଗରେ ପୁରି, ପର୍ମେସର୍କେ ସର୍ପି ଅଇରଇଲା ଜନ୍ ରୁଟି, ପୁଜାରିମନ୍କେ ଚାଡି ଆରି କେ ମିସା କାଇବାର୍ ବିଦି ନ ରଇଲା, ସେଟା ନେଇକରି କାଇଲା ଆରି ତାର୍ ସଙ୍ଗର୍ ଲକ୍ମନ୍କେ ମିସା ଦେଇରଇଲା ।”
BSB
BSB:
He entered the house of God, took the consecrated bread and gave it to his companions, and ate what is lawful only for the priests to eat.”
5
DSO
ଆରି ଜିସୁ କଇଲା, “ପର୍ମେସର୍ ପାଟାଇରଇବା ନର୍ପିଲା ମୁଇ ବିସ୍ରାମ୍ ବାରେ ଲକ୍ମନ୍ କାଇଟା କର୍ବାର୍ ଆଚେ କାଇଟା କର୍ବାର୍ ନାଇ, ସେଟା କଇବାର୍ ମର୍ ଅଦିକାର୍ ଆଚେ ।”
BSB
BSB:
Then Jesus declared,
“The Son of Man is Lord of the Sabbath.”
6
DSO
ଆରି ଜିସୁ ବିନ୍ ଗଟେକ୍ ବିସ୍ରାମ୍ବାରେ, ଜିଉଦି ଲକ୍ମନର୍ ପାର୍ତନା ଗରେ ଜାଇକରି ସିକାଇତେରଇଲା । ତେଇ ଗଟେକ୍ ଲକ୍ ରଇଲା । ତାର୍ ଉଜା ଆତ୍ ସୁକିଜାଇରଇଲା ।
BSB
BSB:
On another Sabbath Jesus entered the synagogue and was teaching, and a man was there whose right hand was withered.
7
DSO
ଆରି ଜିସୁ ବିସ୍ରାମ୍ବାରେ ମିସା କେ ଜାନେ ନିକ କର୍ସି, ଏଟା ଦେକୁ ବଲି ପାରୁସି ଲକ୍ମନ୍ ଆରି ସାସ୍ତର୍ ସିକାଉମନ୍ ତାକେସେ ଦେକି ଦେକି ରଇଲାଇ, କାଇକେବଇଲେ ତାର୍ ବିରୁଦେ ଦସ୍ ଦାର୍ବାକେ ।
BSB
BSB:
Looking for a reason to accuse Jesus, the scribes and Pharisees were watching Him closely to see if He would heal on the Sabbath.
8
DSO
ମାତର୍ ଜିସୁ ତାକର୍ ମନେ ବାବ୍ଲାଟା ଜାନିକରି, ଜନ୍ ଲକର୍ ଆତ୍ ସୁକିଜାଇରଇଲା, ତାକେ କଇଲା, “ଉଟ୍ ଆରି ସବୁଲକର୍ ମୁଆଟେ ଟିଆ ଅ ।” ଆରି ସେଲକ୍ ଉଟି ଟିଆଅଇଲା ।
BSB
BSB:
But Jesus knew their thoughts and said to the man with the withered hand,
“Get up and stand among us.”
So he got up and stood there.
9
DSO
ତେଇ ଜିସୁ ସେମନ୍କେ କଇଲା, “ମୁଇ ତମ୍କେ ପାଚାର୍ଲିନି, ବିସ୍ରାମ୍ବାରେ ବିଦି ଇସାବେ କାଇଟା କର୍ବାର୍ ? ନିକ କର୍ବାର୍ କି କାରାପ୍ କର୍ବାର୍ ? ଜିବନ୍ ବଁଚାଇବାର୍ କି ମରାଇବାର୍ ?”
BSB
BSB:
Then Jesus said to them,
“I ask you, which is lawful on the Sabbath: to do good or to do evil, to save life or to destroy it?”
10
DSO
ଆରି ସେ ଚାରିବେଡ୍ତି ସବୁକେ ଦେକି ସେ ଲକ୍କେ କଇଲା, “ତମର୍ ଆତ୍ ଲାମାଆ ।” ତେଇ ସେ ସେନ୍ତାର୍ କଲା, ଆରି ତାର୍ ଆତ୍ ପୁରାପୁରୁନ୍ ନିକ ଅଇଗାଲା ।
BSB
BSB:
And after looking around at all of them, He said to the man,
“Stretch out your hand.”
He did so, and it was restored.
11
DSO
ମାତର୍ ପାରୁସିମନ୍ ଆରି ସାସ୍ତର୍ ସିକାଉମନ୍ ବେସି ରିସା ଅଇଗାଲାଇ ଆରି ଜିସୁର୍ ବିରୁଦେ “କାଇଟା କରୁ ?” ବଲି ତାକର୍ ତାକର୍ ବିତ୍ରେ ନିଆଇ କଲାଇ ।
BSB
BSB:
But the scribes and Pharisees were filled with rage and began to discuss with one another what they might do to Jesus.
12
DSO
ସେବେଲେ ଦିନେକ୍ ଜିସୁ ପାର୍ତନା କର୍ବାକେ ବାରଇ, ପର୍ବତେ ଗାଲା ଆରି ଗୁଲାଇରାତି ପର୍ମେସର୍କେ ପାର୍ତନା କରି କରି ରଇଲା ।
BSB
BSB:
In those days Jesus went out to the mountain to pray, and He spent the night in prayer to God.
13
DSO
ସାକାଲ୍ ପାଇଲାକେ, ଜିସୁ ସିସ୍ମନ୍କେ ଲଗେ ଡାକି ସେମନର୍ ବିତ୍ରେଅନି ବାର ଲକ୍କେ ବାଚ୍ଲା, ଆରି ସେମନ୍କେ ପେରିତ୍ ବଲି ନାଉଁ ଦେଲା ।
BSB
BSB:
When daylight came, He called His disciples to Him and chose twelve of them, whom He also designated as apostles:
14
DSO
ସେମନ୍ ରଇଲା, ସିମନ୍ ଜାକେ କି ସେ ପିତର୍ ବଲି ମିସା ନାଉଁ ଦେଲା, ଆରି ସିମନର୍ ବାଇ ଆନ୍ଦ୍ରିୟ, ଜାକୁବ୍ ଆରି ଜଅନ୍, ପିଲିପ୍ ଆରି ବାର୍ତଲମି ।
BSB
BSB:
Simon, whom He named Peter, and his brother Andrew; James and John; Philip and Bartholomew;
15
DSO
ମାତିଉ ଆରି ତମା, ଆଲ୍ପିର୍ ପ ଜାକୁବ୍ ଆରି ସିମନ୍, ଜାକେ କି କାଇ କାମ୍ କର୍ବାକେ ମିସା ଆଗ୍ତୁ ଅଇସି ବଲି କଇବାଇ ।
BSB
BSB:
Matthew and Thomas; James son of Alphaeus and Simon called the Zealot;
16
DSO
ଜାକୁବର୍ ପ ଜିଉଦା ଆରି ଇସ୍କାରିତ ଜିଉଦା, ଜେ କି ଜିସୁକେ ସତ୍ରୁମନ୍କେ ସର୍ପିଦେଇ ରଇଲା ।
BSB
BSB:
Judas son of James, and Judas Iscariot, who became a traitor.
17
DSO
ଆରି ଜିସୁ ପେରିତ୍ମନର୍ ସଙ୍ଗ୍ ଉତ୍ରିକରି, ଗଟେକ୍ ସଦ୍ରମ୍ ରଇଲା ଜାଗାଇ ଟିଆଅଇଲା । ଆରି ତେଇ ତାର୍ ବେସି ସିସ୍ମନ୍, ଜିଉଦା ରାଇଜର୍ ବେସି ଲକ୍, ଜିରୁସାଲାମ୍ ଆରି ସମ୍ଦୁର୍ ପାଲି ରଇବା ସର ଆରି ସିଦନ୍ ସଅରେଅନି ବେସି ଲକ୍ମନ୍ ରୁଣ୍ଡିରଇଲାଇ ।
BSB
BSB:
Then Jesus came down with them and stood on a level place. A large crowd of His disciples was there, along with a great number of people from all over Judea, Jerusalem, and the seacoast of Tyre and Sidon.
18
DSO
ଲକ୍ମନ୍ ତାର୍ ବାକିଅ ସୁନ୍ବାକେ ଆରି ନିଜର୍ ନିଜର୍ ରଗେଅନି ନିକ ଅଇବାକେ ଆସିରଇଲାଇ । ଜନ୍ ଲକ୍ମନ୍ ଡୁମା ଦାରାଇଅଇ ଦୁକ୍ କସ୍ଟ ପାଇତେରଇଲାଇ, ସେମନ୍କେ ଜିସୁ ନିକ କଲା ।
BSB
BSB:
They had come to hear Him and to be healed of their diseases, and those troubled by unclean spirits were healed.
19
DSO
ସବୁଲକ୍ମନ୍ ଜିସୁକେ ଚିଇବାକେ ଚେସ୍ଟା କର୍ତେରଇଲାଇ । କାଇକେବଇଲେ ତାର୍ ଗାଗ୍ଡେଅନି ମାପ୍ରୁର୍ ବପୁ ବାରଇତେରଇଲା ଆରି ସବୁଲକ୍ମନ୍କେ ନିକ କରତେରଇଲା ।
BSB
BSB:
The entire crowd was trying to touch Him, because power was coming from Him and healing them all.
20
DSO
ସେବେଲେ ଜିସୁ ନିଜର୍ ସିସ୍ମନର୍ ବାଟେ ଦେକି କଇଲା, “ତମେ ଏବେ କାକୁର୍ତି ଅଇଆଚାସ୍ ତମର୍ କେଡେକ୍ ନିକ କରମ୍, କାଇକେବଇଲେ ପର୍ମେସରର୍ ରାଇଜ୍ ତମର୍ଟା ।
BSB
BSB:
Looking up at His disciples, Jesus said:
“Blessed are you who are poor, for yours is the kingdom of God.
21
DSO
ତମେମନ୍ ଏବେ ବୁକେ ଆଚାସ୍, ତମର୍ କେଡେକ୍ ନିକ କରମ୍, କାଇକେବଇଲେ, ତମ୍କେ ପର୍ମେସର୍ ପୁରାପୁରୁନ୍ ଦେଇସି । ତମେମନ୍ ଏବେ କାନ୍ଦ୍ଲାସ୍ନି, ତମର୍ କେଡେକ୍ ନିକ କରମ୍, କାଇକେବଇଲେ ତମେମନ୍ ସାର୍ଦା ଅଇକରି ଆଁସ୍ସା ।”
BSB
BSB:
Blessed are you who hunger now, for you will be filled. Blessed are you who weep now, for you will laugh.
22
DSO
ଲକ୍ମନ୍ ଜେବେ ପର୍ମେସର୍ ପାଟାଇରଇବା ନର୍ପିଲା ମର୍ ଲାଗି ତମ୍କେ ଇନ୍ କର୍ବାଇ, ଆରି ବେଗ୍ଲାଇ ଦେବାଇ, ନିନ୍ଦାକରି ତମର୍ ନାଉଁ ମନ୍ଦ୍ ବଲି ଦାର୍ବାଇ, ତମର୍ କେଡେକ୍ ନିକ କରମ୍ ।
BSB
BSB:
Blessed are you when people hate you, and when they exclude you and insult you and reject your name as evil because of the Son of Man.
23
DSO
ସେ ଦିନେ ସାର୍ଦା ଅଇ ନାଟ୍ କର୍ସା । କାଇକେବଇଲେ ଦେକା, ସର୍ଗେ ତମର୍ ପୁରୁସ୍କାର୍ ଅଦିକ୍ ଆରି ସେନ୍ତାରି ତା ସେମନର୍ ଆନିଦାଦିମନ୍, ବବିସତ୍ବକ୍ତାମନ୍କେ କର୍ତେରଇଲାଇ ।
BSB
BSB:
Rejoice in that day and leap for joy, because great is your reward in heaven. For their fathers treated the prophets in the same way.
24
DSO
ମାତର୍ ଏ ଡଣ୍ଡ୍ ପାଉମନ୍, ତମେମନ୍ ଏବେ ସାଉକାର୍ ଆଚାସ୍, କାଇକେବଇଲେ ତମେ ନିଜେ ନିଜେ ସୁକ୍ ପାଇଲାସ୍ବେ ।
BSB
BSB:
But woe to you who are rich, for you have already received your comfort.
25
DSO
ଏ ଡଣ୍ଡ୍ପାଉମନ୍, ଏବେ ତମେ ନିକସଙ୍ଗ୍ କାଇଲାସ୍ନି, କାଇକେବଇଲେ, ତମେ ବୁକେସେ ରଇସା । ଏ ଡଣ୍ଡ୍ପାଉମନ୍, ତମେମନ୍ ଏବେ ଆଁସ୍ଲାସ୍ନି, କାଇକେବଇଲେ ପଚେ ଦୁକେ ରଇକରି କାନ୍ଦ୍ସା ।
BSB
BSB:
Woe to you who are well fed now, for you will hunger. Woe to you who laugh now, for you will mourn and weep.
26
DSO
“ଜେଡେବେଲେ ତମ୍କେ ଲକ୍ମନ୍ ବଲ୍ ବଲିକରି ବାବ୍ଲାଇନି, ଏ ଡଣ୍ଡ୍ପାଉମନ୍, ତାକର୍ ଆନିଦାଦି ତା ମାପ୍ରୁର୍ କାତା ବୁଲ୍କାଉମନର୍ପାଇ ସେନ୍ତାରି କର୍ତେରଇଲାଇ ।”
BSB
BSB:
Woe to you when all men speak well of you, for their fathers treated the false prophets in the same way.
27
DSO
“ମାତର୍ ତମେମନ୍ ସୁନି ଆଚାସ୍ଜେ ମୁଇ ତମ୍କେ କଇଲିନି, ତମର୍ ସତ୍ରୁମନ୍କେ ଆଲାଦ୍ କରା, ଜନ୍ ଲକ୍ମନ୍ ତମ୍କେ ଇନ୍ କର୍ବାଇ, ସେମନର୍ ମଙ୍ଗଲ୍ କରା ।
BSB
BSB:
But to those of you who will listen, I say: Love your enemies, do good to those who hate you,
28
DSO
ଜନ୍ ଲକ୍ମନ୍ ତମ୍କେ ସାଇପ୍ ଦେବାଇ, ସେମନ୍କେ ଆସିର୍ବାଦ୍ କରା । ଜନ୍ ଲକ୍ମନ୍ ତମ୍କେ ଇଜତ୍ ଜିକ୍ବାଇ, ସେମନର୍ପାଇ ପାର୍ତନା କରା ।
BSB
BSB:
bless those who curse you, pray for those who mistreat you.
29
DSO
ଜେ ତମ୍କେ ଗଟେକ୍ ଗାଲେ ଚାପଡ୍ ମାର୍ସି, ତାକେ ଆରିଗଟେକ୍ ଗାଲ୍ ମିସା ଦେକାଇଦିଆସ୍ । ଜେ ତମର୍ ଚାଦର୍ ଦାରିଜାଇସି, ତାକେ ତମର୍ ପିନ୍ଦ୍ଲାଟା ନେବାକେ ମିସା ମନା କରାନାଇ ।
BSB
BSB:
If someone strikes you on one cheek, turn to him the other also. And if someone takes your cloak, do not withhold your tunic as well.
30
DSO
ଜେ ତମ୍କେ ମାଙ୍ଗ୍ସି, ତାକେ ଦିଆସ୍ । ଆରି ଜେ ତମର୍ ଦନ୍ ସଁମ୍ପତି ଉଦାର୍ ନେଇସି, ତାର୍ଟାନେଅନି ସେଟା ଆରିତରେକ୍ ମାଙ୍ଗାନାଇ ।
BSB
BSB:
Give to everyone who asks you, and if anyone takes what is yours, do not demand it back.
31
DSO
ଲକ୍ମନ୍ ତମ୍କେ ଜେନ୍ତି କରତ୍ ବଲି ମନ୍ କଲାସ୍ନି, ତମେମିସା ସେମନର୍ଟାନେ ସେନ୍ତାର୍ କରା ।”
BSB
BSB:
Do to others as you would have them do to you.
32
DSO
“ଆରି ଜନ୍ ଲକ୍ମନ୍ ତମ୍କେ ଆଲାଦ୍ କଲାଇନି, ଜଦି ସେମନ୍କେସେ ତମେ ଆଲାଦ୍ କର୍ସା ବଇଲେ କାଇ ଆସିର୍ବାଦ୍ ପାଇସା ? କାଇକେବଇଲେ ପାପିମନ୍ ମିସା ସେନ୍ତାରି କର୍ବାଇ ।
BSB
BSB:
If you love those who love you, what credit is that to you? Even sinners love those who love them.
33
DSO
ଜଦି ଜନ୍ ଲକ୍ମନ୍ ତମର୍ ମଙ୍ଗଲ୍ କଲାଇନି, ସେମନ୍କେସେ ମଙ୍ଗଲ୍ କର୍ସା ବଇଲେ, କାଇ ଆସିର୍ବାଦ୍ ପାଇସା ? କାଇକେବଇଲେ ପାପିମନ୍ ମିସା ସେନ୍ତାରି କର୍ବାଇ ।
BSB
BSB:
If you do good to those who do good to you, what credit is that to you? Even sinners do the same.
34
DSO
ଆରି ଜନ୍ ଲକ୍ମନର୍ଟାନେଅନି ତମର୍ ମିଲାଇବାର୍ ଆସା ରଇସି, ଜଦି ସେମନ୍କେସେ ଉଦାର୍ ଦେଇସା ବଇଲେ, ତମେ କାଇ ଆସିର୍ବାଦ୍ ପାଇସା ? ପାପିମନ୍ ମିସା ସମାନ୍ ଇସାବେ ବାନ୍ଦ୍ଲାଟା ମିଲବଲି, ରୁନ୍ ଦେବାଇ ।
BSB
BSB:
And if you lend to those from whom you expect repayment, what credit is that to you? Even sinners lend to sinners, expecting to be repaid in full.
35
DSO
ମାତର୍ ତମର୍ ସତ୍ରୁମନ୍କେ ଆଲାଦ୍ କରା । ଆରି ସେମନର୍ ମଙ୍ଗଲ୍ କରା । ରୁନ୍ ବାନ୍ଦ ବଲି ଆସା ନ କରି, ରୁନ୍ ଦିଆସ୍ । ସେନ୍ତାର୍କଲେ ତମର୍ ପୁରୁସ୍କାର୍ ଅଦିକ୍ ଅଇସି । ଆରି ତମେ ପର୍ମେସରର୍ ପ ଅଇସା । କାଇକେବଇଲେ ସେ ନ ମାନ୍ବା ଲକର୍ ଆରି କରାପ୍ ଲକର୍ ମିସା ଦୟାକାରିଆ ।
BSB
BSB:
But love your enemies, do good to them, and lend to them, expecting nothing in return. Then your reward will be great, and you will be sons of the Most High; for He is kind to the ungrateful and wicked.
36
DSO
ତମର୍ ସରଗର୍ ବାବା ଜେନ୍ତାରି ଦୟା କଲାନି, ସେନ୍ତାରି ତମେ ମିସା ଦୟା କରା ।”
BSB
BSB:
Be merciful, just as your Father is merciful.
37
DSO
“ବିନ୍ଲକର୍ ବିଚାର୍ କରାନାଇ, ସେନ୍ତାର୍କଲେ ପର୍ମେସର୍ ତମ୍କେ ବିଚାର୍ କର୍ସି । ଦସ୍ ନ ଦିଆସ୍, ସେନ୍ତାର୍କଲେ ପର୍ମେସର୍ ତମ୍କେ ଦସ୍ ନ ଦାରେ । କେମା କରା, ସେନ୍ତାର୍କଲେ ତମ୍କେ କେମା ମିଲ୍ସି ।
BSB
BSB:
Do not judge, and you will not be judged. Do not condemn, and you will not be condemned. Forgive, and you will be forgiven.
38
DSO
ବିନ୍ ଲକ୍କେ ଦାନ୍ କରା, ସେନ୍ତାର୍କଲେ ପର୍ମେସର୍ ତମ୍କେ ଦାନ୍ ଦେଇସି, ଲକ୍ମନ୍ ମାନ୍ଟାନେ କାଦି ପୁରୁନ୍କରି ତାକେ ଚାପି ଜୁଲାଇ, ଉଚ୍ଲାଇକରି, ତମର୍ ଅଁଟିତେଇ ଦେବାଇ, କାଇକେବଇଲେ ଜନ୍ ଇସାବେ ତମେ ନାପ୍ସା, ସେ ଇସାବେ ସେ ତମ୍କେ ନାପି ଦିଆଅଇସି ।”
BSB
BSB:
Give, and it will be given to you. A good measure, pressed down, shaken together, and running over will be poured into your lap. For with the measure you use, it will be measured back to you.”
39
DSO
ଜିସୁ ସେମନ୍କେ ଉଦାଅରନ୍ ଦେଇ କଇଲା, “କାଣା କାଇ କାଣାକେ ବାଟ୍ ଦେକାଇପାରେକି ? ନାଇ, ନାପାରେ । ଜଦି ସେମନ୍ ସେନ୍ତାରି କର୍ବାଇ ବଇଲେ ଦୁଇଲକ୍ଜାକ କାଲେ ନ ଅଦ୍ରତ୍ କି ?
BSB
BSB:
Jesus also told them a parable:
“Can a blind man lead a blind man? Will they not both fall into a pit?
40
DSO
ଗୁରୁର୍ଟାନେଅନି ସିସ୍ ବଡ୍ ନାଇ । ମାତର୍ ସିସ୍ମନ୍ ସିକିଆ ପାଇ ସାରାଇଲେ ସିଦ୍ଅଇ ଗୁରୁର୍ ସମାନ୍ ଅଇବାଇ ।”
BSB
BSB:
A disciple is not above his teacher, but everyone who is fully trained will be like his teacher.
41
DSO
“ଆରି କାଇକେ ତମର୍ ବାଇର୍ ଆଁକିଟାନେ ରଇବା ସାନ୍ କାଚ୍ରା ଦେକ୍ଲାସ୍ନି ? ମାତର୍ ତମର୍ ନିଜର୍ ଆଁକିଟାନେ ଜନ୍ ବଡ୍ କାଚ୍ରା ଆଚେ, ସେଟା ବାବିଦେକାସ୍ନାଇ ।
BSB
BSB:
Why do you look at the speck in your brother’s eye but fail to notice the beam in your own eye?
42
DSO
ତମେ ନିଜର୍ ଆଁକିଟାନେ ରଇବା ବଡ୍ଟା କାଚ୍ରା ନ ଦେକିକରି, ନିଜର୍ ବାଇର୍ ଆଁକି ଟାନେ ରଇବା ସାନ୍ କାଚ୍ରା ଦେକି କେନ୍ତି କଇପାରାସ୍, ଆଉ ବାଇ ତମର୍ ଆଁକିଅନି କାଚ୍ରା ବାର୍କରାଇଦେବି ? ଏ କୁଟିଆଲ୍ମନ୍, ପର୍ତୁମ୍ ନିଜର୍ ଆଁକିଅନି କାଚ୍ରା ବାର୍କରାଇପାକା, ତାର୍ପଚେ ନିଜର୍ ବାଇର୍ ଆଁକିଟାନେ ରଇବା କାଚ୍ରା ସବୁ ବାର୍କରାଇବାକେ, ନିକକରି ଦେକିପାରାସ୍ ।”
BSB
BSB:
How can you say, ‘Brother, let me take the speck out of your eye,’ while you yourself fail to see the beam in your own eye? You hypocrite! First take the beam out of your own eye, and then you will see clearly to remove the speck from your brother’s eye.
43
DSO
“ନିକ ଗଚେ କାରାପ୍ ପଲ୍ ନ ପଲେ, କାରାପ୍ ଗଚେ ନିକ ପଲ୍ ନ ପଲେ ।
BSB
BSB:
No good tree bears bad fruit, nor does a bad tree bear good fruit.
44
DSO
କାଇକେବଇଲେ ଗଚ୍ମନ୍କେ ତାର୍ ପଲର୍ଲାଗି ଜାନିଅଇସି । କାଟା ଗଚେଅନି ଲକ୍ମନ୍ ଡୁମ୍ରି ପଲ୍ ନ ତଲତ୍, କି କାଟା ବୁଟାଇଅନି ଅଙ୍ଗୁର୍ ପଲ୍ ନ ତଲତ୍ ।
BSB
BSB:
For each tree is known by its own fruit. Indeed, figs are not gathered from thornbushes, nor grapes from brambles.
45
DSO
ନିକ ଲକ୍ ନିଜର୍ ମନ୍ ବିତ୍ରର୍ ଗରବ୍ବିତ୍ରେ ଅନି ନିକଟା ବାର୍କରାଇସି । ଆରି କାରାପ୍ ଲକ୍ମନ୍ ନିଜର୍ ମନ୍ ବିତ୍ରର୍ ଗରବ୍ଟାନେ ଅନି କାରାପ୍ଟା ବାର୍କରାଇବାଇ । କାଇକେବଇଲେ, ମନ୍ବିତ୍ରେ ଚିନ୍ତା କର୍ବାଟା, ଟଣ୍ଡ୍ କାତା କଇସି ।”
BSB
BSB:
The good man brings good things out of the good treasure of his heart, and the evil man brings evil things out of the evil treasure of his heart. For out of the overflow of the heart the mouth speaks.
46
DSO
“ଆରି ତମେ କାଇକେ ମକେ ଏ ମାପ୍ରୁ ଏ ମାପ୍ରୁ, ବଲି ଡାକିକରି ମର୍ ଆଦେସ୍ ମାନାସ୍ ନାଇ ?
BSB
BSB:
Why do you call Me ‘Lord, Lord,’ but do not do what I say?
47
DSO
ଜେ ମିସା ମର୍ଲଗେ ଆସି, ମର୍ କାତା ସୁନି, ସେଟା ସବୁ ମାନ୍ସି, ସେ କାର୍ ସମାନ୍ ରଇସି, ସେଟା ମୁଇ ତମ୍କେ ଦେକାଇବି ।
BSB
BSB:
I will show you what he is like who comes to Me and hears My words and acts on them:
48
DSO
ସେ ଏନ୍ତାରି ଗଟେକ୍ ଗର୍ ଉଟାଇବା ଲକର୍ପାରା । ଜେ ଗଇର୍ କରି କୁନି, କୁନାଦି ପାକ୍ନା ଉପ୍ରେ ବସାଇଲା । ବନିଆ ପାନି ଆସି ସେଟା ଉଲ୍କା ମାର୍ଲା ମିସା ସେଟା ବସ୍ଲାଇ ନାପାର୍ଲା । କାଇକେବଇଲେ ସେଟା ନିମାନ୍କରି ଉଟାଇରଇଲା ।
BSB
BSB:
He is like a man building a house, who dug down deep and laid his foundation on the rock. When the flood came, the torrent crashed against that house but could not shake it, because it was well built.
49
DSO
ମାତର୍ ଜନ୍ ଲକ୍ମନ୍ ମର୍କାତା ସୁନିକରି ମିସା ସେ ଇସାବେ ଚଲାଚଲ୍ତି ନ କରତ୍, ସେ କୁନାଦି ନ କରି, ବାଲି ଉପ୍ରେ ଗର୍କଲା ଲକର୍ପାରା । ଜବର୍ ଅଇତେ ଉଦ୍କାମାର୍ଲା ଦାପ୍ରେ ସେ ଗର୍ ବସ୍ଲିଗାଲା ଆରି ସେଟା ଅପର୍ବଲ୍ ବିନାସ୍ ଅଇଲା ।”
BSB
BSB:
But the one who hears My words and does not act on them is like a man who built his house on ground without a foundation. The torrent crashed against that house, and immediately it fell—and great was its destruction!”
Chapter complete
You’ve read Luke 6
Chapter 6 of 24 in Luke
Up next
Luke 7
Read Luke 7
Back to Luke 5
Go deeper
Commentary
What the commentators say on Luke 6
A question this chapter raises
Was Jesus wrong about Abiathar (Mark 2:26)?
DSO
Desiya New Testament. Copyright © 2020 The Word for the World International. Licensed under CC BY 4.0 (creativecommons.org/licenses/by/4.0). Text from eBible.org; verses renumbered to the KJV scheme where they differ, otherwise unchanged.
BSB
The Holy Bible, Berean Standard Bible, BSB. Dedicated to the public domain. BereanBible.com
Luke 5
Luke 6
Luke 7