Opened
By The Kingdom Tribe (TKT).
Built by Paruto.
v2.0.3
Skip to content
Opened
en
Today
Ask
Read
Journey
More
Mark
Mark
15
DSO
BSB
A
a
Mark 15
15
Mark
Death and resurrection
Desiya New Testament
Pilate
, person
Jesus
, person
Barabbas
, person
Elias
, person
Magdalene
, place
Mary Magdalene
, person
Joseph
, person
Joses
, person
13 more
Desiya New Testament
Berean Standard Bible
1
DSO
ସାକାଲ୍ ସାକାଲ୍ ପାର୍ତନା ଗରର୍ ମୁକିଅ ପୁଜାରିମନ୍, ମୁକିଅ ନେତାମନ୍, ଜିଉଦି ନେତାମନ୍, ନିୟମ୍ ସିକାଇବା ଲକ୍ମନ୍ ଆରି ଜିଉଦି ଲକ୍ମନ୍କେ ସାସନ୍ କର୍ବା ସବୁ ରକାମର୍ ନେତାମନ୍ ଜିସୁକେ କାଇଟା କର୍ବାର୍ ଆଚେ ? ବଲି ଗଟେକ୍ ବଡ୍ ପଁଚାଦି କଲାଇ । ସେମନ୍ ତାକେ ବାନ୍ଦିକରି ସାସନ୍ କର୍ବା ପିଲାତ୍କେ ସର୍ପିଦେଲାଇ ।
BSB
BSB:
Early in the morning, the chief priests, elders, scribes, and the whole Sanhedrin devised a plan. They bound Jesus, led Him away, and handed Him over to Pilate.
2
DSO
ପିଲାତ୍ ଜିସୁକେ ପାଚାର୍ଲା, “ତୁଇ କାଇ ଜିଉଦି ମନର୍ ରାଜା ?” ଜିସୁ ତାକେ କଇଲା, “ତୁଇ ଜନ୍ଟା ପାଚାର୍ଲୁସ୍ନି, ସେଟା ସତ୍ସେ ।”
BSB
BSB:
So Pilate questioned Him, “Are You the King of the Jews?”
“You have said so,”
Jesus replied.
3
DSO
ମୁକିଅ ପୁଜାରିମନ୍ ଜିସୁକେ ଦସ୍ ଦେଇ କଇବାର୍ ଦାର୍ଲାଇ ।
BSB
BSB:
And the chief priests began to accuse Him of many things.
4
DSO
ସେବେଲା ପିଲାତ୍ ତାକେ ଆରିତରେକ୍ ପାଚାର୍ଲା, “ତୁଇ କାଇକେ ଚିମ୍ରା ଅଇଦେଲୁସ୍ ? କାଇଟା ମିସା କଉସ୍ ନାଇ । ଦେକା ସେମନ୍ ତର୍ ବିରଦେ କେତେକ୍ ନିନ୍ଦା କାତା କଇଲାଇନି ।”
BSB
BSB:
Then Pilate questioned Him again, “Have You no answer? Look how many charges they are bringing against You!”
5
DSO
ମାତର୍ ଜିସୁ କାତା ଅଏ ନାଇ । ସେଟା ଦେକିକରି ପିଲାତ୍ ବେସି କାବା ଅଇଗାଲା ।
BSB
BSB:
But to Pilate’s amazement, Jesus made no further reply.
6
DSO
ରକିଆ ପାଇବାର୍ ପରବ୍ କଲାବେଲେ ସବୁ ବରସର୍ ରିତିନିତି ଇସାବେ ପିଲାତ୍, ଜନ୍ ଆଲେ ବନ୍ଦି ଲକ୍କେ, ଲକ୍ମନ୍ ବାର୍କରାଇ ଦେବାକେ ମନ୍ କରତେରଇଲାଇ, ତାକେ ବାର୍କରାଇ ଦେଇତେରଇଲା ।
BSB
BSB:
Now it was Pilate’s custom at the feast to release to the people a prisoner of their choosing.
7
DSO
ସେବେଲେ ସର୍କାରର୍ ବିରୁଦେ ଦାବିକରି ବାର୍ବା ନାଉଁର୍ ଗଟେକ୍ ଲକ୍ ବନ୍ଦି ଅଇରଇଲା । ଏ ଲକ୍ ଆରି କେତେଟା ଲକ୍ମନର୍ ସଙ୍ଗ୍, ଲକ୍ମନ୍କେ ମରାଇ ବନ୍ଦି ଅଇରଇଲା ।
BSB
BSB:
And a man named Barabbas was imprisoned with the rebels who had committed murder during the insurrection.
8
DSO
ଲକ୍ମନ୍ ପିଲାତର୍ଟାନେ ଆସି, କଇଲାଇ, “ସବୁ ବରସର୍ ରିତିନିତି ଇସାବେ ଏ ତରେକ୍ ମିସା ଗଟେକ୍ ବନ୍ଦି ଲକ୍କେ ମୁକ୍ଲାଇ କରି ବାର୍କରାଇଦେସ୍ ।”
BSB
BSB:
So the crowd went up and began asking Pilate to keep his custom.
9
DSO
ପିଲାତ୍ ଲକ୍ମନ୍କେ ପାଚାର୍ଲା, “ତମେ କାକେ ମନ୍ କଲାସ୍ନି ? ମୁଇ ତମର୍ ଲାଗି ଜିଉଦିମନର୍ ରାଜାକେ ଚାଡିଦେବି କି ?”
BSB
BSB:
“Do you want me to release to you the King of the Jews?” Pilate asked.
10
DSO
ପିଲାତ୍ ରାଜା କାଇକେ ଏନ୍ତି କଇଲା ବଇଲେ, ମୁକିଅ ପୁଜାରିମନ୍ କୁଟ୍ ପାଁଚି ଜିସୁକେ ତାର୍ ଆତେ ସର୍ପିଦେଇ ଆଚତ୍ ବଲିକରି ସେ ଜାନିରଇଲା ।
BSB
BSB:
For he knew it was out of envy that the chief priests had handed Jesus over.
11
DSO
ମାତର୍ ମୁକିଅ ପୁଜାରିମନ୍ ଲକ୍ମନ୍କେ ଉସ୍କାଇ କରି, “ଜିସୁର୍ ବାଦୁଲେ ବାର୍ବାକେ ଆମର୍ପାଇ ବନ୍ଦି ଗରେଅନି ମୁକ୍ଲାଇବାକେ କୁଆ ।” ବଲି କଇଲାଇ ।
BSB
BSB:
But the chief priests stirred up the crowd to have him release Barabbas to them instead.
12
DSO
ମାତର୍ ପିଲାତ୍ ଆରିତରେକ୍ ପାଚାର୍ଲା, “ସେନ୍ତିଆଲେ ତମେ ଜନ୍ ଲକ୍କେ ଜିଉଦିମନର୍ ରାଜା ବଲି କଇଲାସ୍ନି, ତାକେ ମୁଇ କାଇଟା କର୍ବି ବଲି ତମେ ମନ୍ କଲାସ୍ନି ?”
BSB
BSB:
So Pilate asked them again, “What then do you want me to do with the One you call the King of the Jews?”
13
DSO
ଲକ୍ମନ୍ ବେସି ରାଟୁକରି କଇଲାଇ, “ତାକେ କୁର୍ସେ ମରାଆ ।”
BSB
BSB:
And they shouted back, “Crucify Him!”
14
DSO
ତେଇଅନି ପିଲାତ୍ ଆରିତରେକ୍ ଲକ୍ମନ୍କେ ପାଚାର୍ଲା, “କାଇକେ, ସେ କାଇ ଦସ୍ କଲାଆଚେ ଜେ ?” ମାତର୍ ଲକ୍ମନ୍ ଅଦିକ୍ ଅଦିକ୍ ରାଟୁଅଇକରି କଇଲାଇ, “ତାକେ କୁରୁସ୍ କାଟେ ମରାଆ ।”
BSB
BSB:
“Why?” asked Pilate. “What evil has He done?” But they shouted all the louder, “Crucify Him!”
15
DSO
ସେଟାର୍ପାଇ ପିଲାତ୍ ଲକ୍ମନ୍କେ ସାର୍ଦା କରାଇବାକେ ମନ୍କରି ବାର୍ବାକେ ବନ୍ଦି ଗରେଅନି ମୁକ୍ଲାଇଦେଇ ଜିସୁକେ କର୍ଡା ସଙ୍ଗ୍ ମାରି, କୁରୁସ୍କାଟେ କୁଟିମାରି ମରାଇଦେବାକେ ସନିଅମନ୍କେ ସର୍ପିଦେଲା ।
BSB
BSB:
And wishing to satisfy the crowd, Pilate released Barabbas to them. But he had Jesus flogged, and handed Him over to be crucified.
16
DSO
ସନିଅମନ୍ ଜିସୁକେ ରମିୟ ସର୍କାରର୍ ସାସନ୍କାରିଆ ପିଲାତର୍, ମୁକିଅ ଗରର୍ ଡାଣ୍ଡେ ଦାରିଗାଲାଇ ଆରି ସେମନ୍ ବିନ୍ ସନିଅମନ୍କେ ଗଟେକ୍ ଟାନେ ଡାକି ରୁଣ୍ଡାଇଲାଇ ।
BSB
BSB:
Then the soldiers led Jesus away into the palace (that is, the Praetorium) and called the whole company together.
17
DSO
ସେମନ୍ ଜିସୁକେ କିଜାଇବାକେ ଜାମ୍କଲି ରଙ୍ଗର୍ ବସ୍ତର୍ ପିନ୍ଦାଇଲାଇ ଆରି ଗଟେକ୍ କାଟାର୍ ମୁକୁଟ୍ ତିଆର୍କରି ତାର୍ ମୁଣ୍ଡେ ପିନ୍ଦାଇଦେଲାଇ ।
BSB
BSB:
They dressed Him in a purple robe, twisted together a crown of thorns, and set it on His head.
18
DSO
ସେମନ୍ ଜିସୁକେ କିଜାଇ କରି କଇଲାଇ, “ଏ ଜିଉଦିମନର୍ ରାଜା ତକେ ଜୁଆର୍, ତୁଇ ବେସି ଦିନ୍ ବଁଚ୍ ।”
BSB
BSB:
And they began to salute Him: “Hail, King of the Jews!”
19
DSO
ସେମନ୍ ତର୍କେତର୍ ବେତ୍ ଡାଙ୍ଗ୍ ସଙ୍ଗ୍ ତାର୍ ମୁଣ୍ଡେ ମାର୍ତେରଇଲାଇ ଆରି ତାର୍ ଉପ୍ରେ ତୁକି କିଜାଇକରି ମାଣ୍ଡିକୁଟା ଦେଇ ଜୁଆର୍ କଲାଇ ।
BSB
BSB:
They kept striking His head with a staff and spitting on Him. And they knelt down and bowed before Him.
20
DSO
ସେମନ୍ ଜିସୁକେ କିଜାଇ ସାରାଇଲାପଚେ, ଜାମ୍କଲି ରଙ୍ଗର୍ ବସ୍ତର୍ ତାର୍ ଗାଗ୍ଡେଅନି ବେଟିକରି, ନିଜର୍ ବସ୍ତର୍ ପିନ୍ଦାଇଦେଲାଇ । ତାର୍ପଚେ ସେମନ୍ ତାକେ କୁର୍ସକାଟେ ମରାଇବାକେ ଗଡ୍ ବାଇରେ ଦାରିଗାଲାଇ ।
BSB
BSB:
After they had mocked Him, they removed the purple robe and put His own clothes back on Him. Then they led Him out to crucify Him.
21
DSO
ସେବେଲା ଆଲେକ୍ଜାଣ୍ଡାର୍ ଆରି କୁର୍ନିୟ ଜାଗାର୍ ରୁପ୍ଅର୍ ବାବା ସିମନ୍ ନାଉଁର୍ ଗଟେକ୍ ଲକ୍, ପଲିଗାରାମ୍ ଅନି ଆସିକରି ସେ ବାଟେ ଜାଇତେରଇଲା । ସେ ସନିଅମନ୍ ତାକେ ଜିସୁର୍ କୁର୍ସ ବଇବାକେ ବାଦିଅ କଲାଇ ।
BSB
BSB:
Now Simon of Cyrene, the father of Alexander and Rufus, was passing by on his way in from the country, and the soldiers forced him to carry the cross of Jesus.
22
DSO
ତାର୍ପଚେ ସେମନ୍ ଜିସୁକେ ଗଲ୍ଗତା ନାଉଁର୍ ଗଟେକ୍ ଜାଗାଇ ଦାରିଗାଲାଇ । ଗଲ୍ଗତାର୍ ଅରତ୍ ଅଇଲାନି, କାପାଲ୍ ଜାଗା ।
BSB
BSB:
They brought Jesus to a place called Golgotha, which means The Place of the Skull.
23
DSO
ସେମନ୍ ଜିସୁକେ ଅସ ମିସାଇଲା ଅଙ୍ଗୁର୍ ରସ୍ କାଅ ବଲିକରି ଦେଲାଇ, ମାତର୍ ସେ ନିଚ୍ଲା ।
BSB
BSB:
There they offered Him wine mixed with myrrh, but He did not take it.
24
DSO
ତାର୍ପଚେ ଜିସୁକେ କୁର୍ସେ ଚଗାଇଲାଇ ଆରି ତାର୍ ବସ୍ତର୍ କାର୍ବାଗେ କାଇଟା ମିଲ୍ସି ବଲି ବାଟାକରି ନେବାକେ, କେଡ୍ ପୁଟାଇକରି ନିଜର୍ ନିଜର୍ ବିତ୍ରେ ବାଟାକରି ନେଲାଇ ।
BSB
BSB:
And they crucified Him. They also divided His garments by casting lots to decide what each of them would take.
25
DSO
ସେମନ୍ ସାକ୍ଲିଆ ନ ଗଁଟା ବେଲାଇ ଜିସୁକେ କୁର୍ସେ ଚଗାଇଲାଇ ।
BSB
BSB:
It was the third hour when they crucified Him.
26
DSO
ଆରି “ଏଟା ଜିଉଦିମନର୍ ରାଜା । ” ବଲି ନିନ୍ଦା କାତା ଲେକି କୁରୁସ୍ ଉପ୍ରେ ଡସାଇଲାଇ ।
BSB
BSB:
And the charge inscribed against Him read: THE KING OF THE JEWS.
27
DSO
କୁର୍ସେ ଜିସୁର୍ ସଙ୍ଗ୍ ଆରି ଦୁଇଟା ଚର୍ମନ୍କେ, ତାର୍ ଉଜାବାଟେ ଗଟେକ୍କେ, ଡେବ୍ରି ବାଟେ ଆରିଗଟେକ୍କେ ଚଗାଇରଇଲାଇ ।
BSB
BSB:
Along with Jesus, they crucified two robbers, one on His right and one on His left.
28
DSO
ସେ ବୁଲ୍ କଲା ଲକ୍ମନର୍ ବିତ୍ରେଅନି ଗଟେକ୍ ଲକ୍ ବଲି, ଇସାବ୍ ଅଇଲା ବଲିକରି ପର୍ମେସରର୍ ସାସ୍ତରେ ଲେକାଅଇରଇବା ବିସଇ ସିଦ୍ ଅଇଲା ।
BSB
BSB:
Not in the BSB
Not in the earliest manuscripts
29
DSO
ସେ ବାଟ୍ ଦେଇ ଜିବା ଲକ୍ମନ୍ ନିଜେ ନିଜେ ମୁଣ୍ଡ୍ ଜୁଲାଇ ଜିସୁକେ ନିନ୍ଦାକରି କଇଲାଇ, “ପାର୍ତନା ଗର୍ ବାଙ୍ଗାଇ କରି ତିନ୍ଦିନ୍ ବିତ୍ରେ ତିଆର୍ କର୍ବାଲକ୍ ଏ ସେ କି ?” ବଲି କିଜାଇଲାଇ ।
BSB
BSB:
And those who passed by heaped abuse on Him, shaking their heads and saying, “Aha! You who are going to destroy the temple and rebuild it in three days,
30
DSO
“ତୁଇ ଏବେ କୁର୍ସେ ଅନି ଉତ୍ରି ନିଜ୍କେ ରକିଆ କର୍ ।”
BSB
BSB:
come down from the cross and save Yourself!”
31
DSO
ମୁକିଅ ପୁଜାରିମନ୍ ଆରି ନିୟମ୍ ସିକାଇବା ଲକ୍ମନ୍ ମିସା ନିଜର୍ ନିଜର୍ ବିତ୍ରେ କାତାଅଇକରି କିଜାଇଲାଇ । ସେମନ୍ କଇତେରଇଲାଇ, “ବିନ୍ ଲକ୍ମନ୍କେ ରକିଆ କର୍ତେରଇଲା, ମାତର୍ ସେ ନିଜେ ରକିଆ ଅଇ ନାପାର୍ଲା ।”
BSB
BSB:
In the same way, the chief priests and scribes mocked Him among themselves, saying, “He saved others, but He cannot save Himself!
32
DSO
“ତମେ ସତଇସେ ଇସ୍ରାଏଲର୍ ରାଜା କିରିସ୍ଟ ଅଇରଇଲେ, କୁର୍ସେ ଅନି ଉତ୍ରି ଆଉ । ସେନ୍ତି ଅଇଲେ ଆମେ ଦେକିକରି ବିସ୍ବାସ୍ କର୍ବୁ ।” ବଲି କଇଲାଇ । ଜନ୍ ଲକ୍ମନ୍କେ ଜିସୁର୍ ସଙ୍ଗ୍ କୁର୍ସେ ଚଗାଇରଇଲାଇ, ସେମନ୍ ମିସା ଜିସୁକେ ନିନ୍ଦା କଲାଇ ।
BSB
BSB:
Let the Christ, the King of Israel, come down now from the cross, so that we may see and believe!” And even those who were crucified with Him berated Him.
33
DSO
ମୁଇଦାନିଆ ବାର୍ଟା ବେଲାଇଅନି ତିନ୍ଟା ଜାକ ଗୁଲାଇ ଦେସ୍ ଆନ୍ଦାର୍ ଅଇଗାଲା ।
BSB
BSB:
From the sixth hour until the ninth hour darkness came over all the land.
34
DSO
ଦିନ୍ ତିନ୍ଟା ବେଲେ ଜିସୁ ଆଉଲିଅଇ କଇଲା, “ଏଲଇ ଏଲଇ ଲାମା ସବକ୍ତାନି ।” ଆର୍ ଅରତ୍ ଅଇଲାନି, “ଏ ମର୍ ପର୍ମେସର୍ ଏ ମର୍ ପର୍ମେସର୍, ତମେ ମକେ କାଇକେ ଚାଡିଦେଲାସ୍ ?”
BSB
BSB:
At the ninth hour, Jesus cried out in a loud voice,
“Eloi, Eloi, lema sabachthani?”
which means,
“My God, My God, why have You forsaken Me?”
35
DSO
ଏ କାତା ସୁନି ସେଲଗେ ଟିଆ ଅଇରଇବା କେତେ ଲକ୍ କଇଲାଇ, “ସେ ଏଲିୟକେ ଡାକ୍ଲାନି ।”
BSB
BSB:
When some of those standing nearby heard this, they said, “Behold, He is calling Elijah.”
36
DSO
ତେଇଅନି ଗଟେକ୍ ଲକ୍ ପାଲାଇ ଜାଇ ଅଙ୍ଗୁର୍ ରସେ, ତୁଲା ବୁଡାଇ ଡାଙ୍ଗେ ବାନ୍ଦି ଉପ୍ରେ ଲାମାଇଦେଲା । ସେ ଲକ୍ କଇଲା, “ଏବେ ଏଲିୟ ଆସିକରି ଆକେ କୁର୍ସେ ଅନି ଉତ୍ରାଇଦେଇସି କି ନାଇ ଦେକୁ ।”
BSB
BSB:
And someone ran and filled a sponge with sour wine. He put it on a reed and held it up for Jesus to drink, saying, “Leave Him alone. Let us see if Elijah comes to take Him down.”
37
DSO
ମାତର୍ ଜିସୁ ଆଉଲିଅଇଲା ଦାପ୍ରେ ତାର୍ ଜିବନ୍ ଚାଡିଗାଲା ।
BSB
BSB:
But Jesus let out a loud cry and breathed His last.
38
DSO
ସେବେଲା ମନ୍ଦିରର୍ ସୁକଲ୍ ଜାଗା ବିନେ କର୍ବା ପାର୍ଦା ଉପ୍ରେଅନି ତଲେ ଜାକ ଦୁଇ ତାଡ୍ ଅଇ ଚିରିଅଇଗାଲା ।
BSB
BSB:
And the veil of the temple was torn in two from top to bottom.
39
DSO
ତେଇ ଜିସୁର୍ କୁର୍ସ ମୁଆଟେ ଟିଆଅଇରଇଲା ସଏଟା ସନିଅମନର୍ ମୁକିଅ, ଜିସୁ ସାରାସାରି ଆଉଲି ଅଇଲାଟା ଆରି ସେ କେନ୍ତି ଅଇକରି ମଲା, ଦେକିକରି କଇଲା, “ସତଇସେ ଏ ପର୍ମେସରର୍ ପିଲା ରଇଲା ।”
BSB
BSB:
When the centurion standing there in front of Jesus saw how He had breathed His last, he said, “Truly this man was the Son of God!”
40
DSO
ତେଇ କେତେଟା ମାଇଜିମନ୍ ମିସା କୁର୍ସେ ଅନି ଦୁରିକେ ଟିଆଅଇ ଦେକ୍ତେରଇଲାଇ । ସେମନ୍ ଅଇଲାଇନି, ମଗ୍ଦଲିନି ମରିୟମ୍, ସାନ୍ଟା ଜାକୁବ୍ ଆରି ଜସିର୍ ମା ମରିୟମ୍ ଆରି ସଲମି ।
BSB
BSB:
And there were also women watching from a distance. Among them were Mary Magdalene, Mary the mother of James the younger and of Joses, and Salome.
41
DSO
ଜିସୁ ଗାଲିଲିତେଇ ରଇଲାବେଲେ ଏ ମାଇଜିମନ୍ ଜିସୁର୍ ସଙ୍ଗ୍ ଜାଇତେରଇଲାଇ । ଆରି ତାକେ ଦର୍କାର୍ ରଇଲା ବିସଇ ସାଇଜ କର୍ତେରଇଲାଇ । ଜିସୁର୍ ସଙ୍ଗ୍ ଜିରୁସାଲାମେ ଆସିରଇଲା ବିନ୍ ମାଇଜିମନ୍ ମିସା ତେଇ ରଇଲାଇ ।
BSB
BSB:
These women had followed Jesus and ministered to Him while He was in Galilee, and there were many other women who had come up to Jerusalem with Him.
42
DSO
ସେ ଦିନ୍ ବିସ୍ରାମ୍ ଦିନ୍ ପାଇ ତିଆର୍ ଅଇବା ଦିନ୍ ଅଇରଇଲା । ସେଦିନେ ସଞ୍ଜ୍ବେଲା,
BSB
BSB:
Now it was already evening. Since it was Preparation Day (that is, the day before the Sabbath),
43
DSO
ଆରାମାତିଆ ଗାଉଁର୍ ବିଚାର୍କର୍ବା ମୁକିଅ ଲକ୍ ବିତ୍ରେ ରଇଲା ଜସେପ୍ ନାଉଁର୍ ଗଟେକ୍ ଲକ୍, ପର୍ମେସର୍ ସାସନ୍ କର୍ବା ରାଇଜର୍ ବେଲା ଆସ ବଲି ଜାଗିରଇବା ଗଟେକ୍ ଲକ୍ । ବେସି ସାଆସ୍ଅଇ ପିଲାତର୍ ଲଗେ ଜାଇକରି ଜିସୁର୍ ମଲାମଡ୍ ମାଙ୍ଗ୍ଲା ।
BSB
BSB:
Joseph of Arimathea, a prominent Council member who himself was waiting for the kingdom of God, boldly went to Pilate to ask for the body of Jesus.
44
DSO
ଜିସୁ ଏତେକ୍ ଦାପ୍ରେ ମରିଗାଲା ବଲି ସୁନି ପିଲାତ୍ କାବା ଅଇଗାଲା । ତାର୍ ସନିଅମନର୍ ନେତାକେ ଡାକି “ଜିସୁ ମଲାବେ କି ?” ବଲି ପାଚାର୍ଲା ।
BSB
BSB:
Pilate was surprised to hear that Jesus was already dead, so he summoned the centurion to ask if this was so.
45
DSO
ସେ ସନିଅମନର୍ ନେତା, ଜିସୁ ମରିଗାଲା ବିସଇ ପିଲାତ୍କେ କଇଲା । ତାର୍ପଚେ ଜସେପ୍କେ ପିଲାତ୍ କଇଲା, “ତୁଇ ମଡ୍ ନେଇ ପାରୁସ୍ ।”
BSB
BSB:
When Pilate had confirmed it with the centurion, he granted the body to Joseph.
46
DSO
ସେଟାର୍ପାଇ ଜସେପ୍ ଜିସୁର୍ ଗାଗଡ୍ କୁର୍ସ ଉପ୍ରେଅନି ଉତ୍ରାଇ ଆନ୍ଲା ଆରି ଗଟେକ୍ ନୁଆ ଲୁଗା ସଙ୍ଗ୍ ଗୁଡିଆଇକରି ରାଙ୍ଗ୍ନି କାଟି ତିଆର୍ କରି ରଇଲା ଗଟେକ୍ ପାଆରେ ନେଇକରି ସଙ୍ଗଇଲା । ଗଟେକ୍ ବଡ୍ ଚାଚଡା ପାକ୍ନା ନେଇ ପାଆର୍ ମୁଆଟେ ଡାବିଦେଲା ।
BSB
BSB:
So Joseph bought a linen cloth, took down the body of Jesus, wrapped it in the cloth, and placed it in a tomb that had been cut out of the rock. Then he rolled a stone against the entrance to the tomb.
47
DSO
ଜିସୁକେ ଜନ୍ ଜାଗାଇ ନେଇ ସଙ୍ଗଇ ରଇଲାଇ, ସେ ଜାଗା ମଗ୍ଦଲିନି ମରିୟମ୍ ଆରି ଜସିର୍ ମା ମରିୟମ୍ ଦେକିରଇଲା ।
BSB
BSB:
Mary Magdalene and Mary the mother of Joseph saw where His body was placed.
Chapter complete
You’ve read Mark 15
Chapter 15 of 16 in Mark
Up next
Mark 16
Read Mark 16
Back to Mark 14
Go deeper
Commentary
What the commentators say on Mark 15
A question this chapter raises
Did Jesus really die on the cross?
DSO
Desiya New Testament. Copyright © 2020 The Word for the World International. Licensed under CC BY 4.0 (creativecommons.org/licenses/by/4.0). Text from eBible.org; verses renumbered to the KJV scheme where they differ, otherwise unchanged.
BSB
The Holy Bible, Berean Standard Bible, BSB. Dedicated to the public domain. BereanBible.com
Mark 14
Mark 15
Mark 16