Opened
By The Kingdom Tribe (TKT).
Built by Paruto.
v1.42.6
Skip to content
Opened
Today
Ask
Read
Journey
More
Mark
Mark
9
DSO
BSB
A
a
Mark 9
9
Mark
On the way: Jesus teaches about the cross
Desiya New Testament
Jesus
, person
Elias
, person
Moses
, person
Peter
, person
John
, person
Galilee
, place
James
, person
Capernaum
, place
Desiya New Testament
Berean Standard Bible
1
DSO
ଆରିତରେକ୍ ଜିସୁ ସେମନ୍କେ କଇଲା, ମୁଇ ତମ୍କେ ସତ୍ କାତା କଇଲିନି । ସେଟାର୍ପାଇ ସୁନା, ଏବେ ଇତି ରଇବା କେତେ ଲକ୍ମନ୍, ପର୍ମେସର୍ ରାଜା ଅଇକରି ତାର୍ ରାଇଜ୍ ସାସନ୍ କର୍ବାଟା ନ ଦେକ୍ବା ଜାକ ନ ମରାସ୍ ।
BSB
BSB:
Then Jesus said to them,
“Truly I tell you, there are some standing here who will not taste death before they see the kingdom of God arrive with power.”
2
DSO
ଚଅ ଦିନ୍ ପଚେ ଜିସୁ ପିତର୍ ଜାକୁବ୍ ଆରି ଜଅନକେ ତାର୍ ସଙ୍ଗ୍ ମିସ୍ତେ ଡାକିକରି କେ ନଇବା ଗଟେକ୍ ଡେଙ୍ଗ୍ ପର୍ବତ୍ ଉପ୍ରେ ଗାଲା । ସିତି ସେମନର୍ ମୁଆଟେ ତାର୍ ରୁପ୍ ବଦ୍ଲିଗାଲା ।
BSB
BSB:
After six days Jesus took with Him Peter, James, and John, and led them up a high mountain by themselves. There He was transfigured before them.
3
DSO
ଆରି ତାର୍ ପଚିଆ ବେସି ଜଗ୍ଜଗି ଜାଇ, ଦବ୍ ଅଇଗାଲା । ଆରି ଏ ଦୁନିଆ ଇସାବେ କେ ମିସା ସେନ୍ତି ଦବ୍ କରି ଦଇନାପାରତ୍ ।
BSB
BSB:
His clothes became radiantly white, brighter than any launderer on earth could bleach them.
4
DSO
ଆରି ମସାର୍ ସଙ୍ଗ୍ ଏଲିୟ ଆରି ଜିସୁ ମିସ୍ତେ କାତାବାର୍ତା ଅଇବାଟା ସେମନ୍କେ ଡିସ୍ଲା ।
BSB
BSB:
And Elijah and Moses appeared before them, talking with Jesus.
5
DSO
ତେଇ ପିତର୍ ଜିସୁକେ କଇଲା, “ଏ ଗୁରୁ ଆମେ ଇତି ରଇବାଟା ନିକ । ଇତି ତିନ୍ଟା କୁଡିଆ ତିଆର୍ କରୁ । ତମର୍ପାଇ ଗଟେକ୍, ମସାର୍ପାଇ ଗଟେକ୍ ଆରି ଏଲିୟର୍ ପାଇ ଗଟେକ୍ ।”
BSB
BSB:
Peter said to Jesus, “Rabbi, it is good for us to be here. Let us put up three shelters—one for You, one for Moses, and one for Elijah.”
6
DSO
ପିତର୍ କଇବା ବିସଇ କାଇଟା ବଲି ନିଜେ ନାଜାନି ରଇଲା । କାଇକେବଇଲେ ସେମନ୍ ବେସି ଡରିଜାଇରଇଲାଇ ।
BSB
BSB:
For they were all so terrified that Peter did not know what else to say.
7
DSO
ଆରି ସେମନ୍କେ ମେଗର୍ ଚାଇ ଡାବିଅଇଦେଲା । ସେ ମେଗେଅନି ଏନ୍ତାରି କାତା ଅଇଲା, “ଏ ମର୍ ଆଲାଦର୍ ପ, ଆର୍ କାତା ସୁନା ।”
BSB
BSB:
Then a cloud appeared and enveloped them, and a voice came from the cloud: “This is My beloved Son. Listen to Him!”
8
DSO
ଆରି ଅଟାତ୍ ସେମନ୍ ଚାରିବେଡ୍ତି ଦେକ୍ଲାଇ, ତାକର୍ ସଙ୍ଗ୍ ଜିସୁକେ ଚାଡି ଆରି କାକେ ମିସା ଦେକତ୍ ନାଇ ।
BSB
BSB:
Suddenly, when they looked around, they saw no one with them except Jesus.
9
DSO
ସେମନ୍ ପର୍ବତେ ଅନି ଉତର୍ଲାବେଲେ ଜିସୁ ସେମନ୍କେ ଡାଟ୍ ସଙ୍ଗ୍ ଆଦେସ୍ ଦେଇ ଏନ୍ତି ବଲି କଇଲା, “ପର୍ମେସରର୍ ଟାନେଅନି ଆସିରଇବା ନର୍ପିଲା ମୁଇ, ମଲାଟାନେଅନି ଆରିତରେକ୍ ନ ଉଟ୍ବା ଜାକ ଇତି କାଇକାଇଟା ତମେ ଦେକ୍ଲାସ୍, ସେ ବିସଇ କାକେମିସା ନ କୁଆ ।”
BSB
BSB:
As they were coming down the mountain, Jesus admonished them not to tell anyone what they had seen until the Son of Man had risen from the dead.
10
DSO
ସେଟାର୍ପାଇ ପର୍ବତ୍ ଉପ୍ରେ ଜାଇଟା ସେମନ୍ ଦେକ୍ଲାଇ, ସେ ବିସଇ କାକେମିସା କଅତ୍ ନାଇ । ମାତର୍ ମଲାଟାନେଅନି ଆରିତରେକ୍ ଉଟ୍ବା ଅରତ୍ କାଇଟା ବଲିକରି ସେମନ୍ କାତାବାର୍ତା ଅଇତେରଇଲାଇ ।
BSB
BSB:
So they kept this matter to themselves, discussing what it meant to rise from the dead.
11
DSO
ସିସ୍ମନ୍ ଜିସୁକେ ପାଚାର୍ଲାଇ, “ଏଲିୟ ପର୍ତୁମ୍ ଆଇବାର୍ ଆଚେ ବଲି ନିୟମ୍ ସିକାଇଦେବା ଲକ୍ମନ୍ କାଇକେ କଇଲାଇନି ?”
BSB
BSB:
And they asked Jesus, “Why do the scribes say that Elijah must come first?”
12
DSO
ଜିସୁ ତାର୍ ସିସ୍ମନ୍କେ କଇଲା, “ଉଁ ପର୍ମେସରର୍ ବଇତେଇ ଏଲିୟ ଆଗ୍ତୁ ଆଇସି ବଲି ଲେକା ଅଇଲାକାତା ସତ୍ସେ । ଏଲିୟ ପର୍ତୁମ୍ ଆସିକରି ସବୁ ବିସଇ ଟିକ୍ କର୍ସି, ମାତର୍ ପର୍ମେସର୍ ଅନି ଆସିରଇବା ନର୍ପିଲା ମୁଇ ବେସି ବେସି କସ୍ଟ ପାଇବି ଆରି ଲକ୍ମନ୍ ମକେ ନ ନାମତ୍ ବଲି ମିସା କାଇ ପର୍ମେସରର୍ ବଇଟାନେ ଲେକା ଅଏନାଇ କି ?
BSB
BSB:
He replied,
“Elijah does indeed come first, and he restores all things. Why then is it written that the Son of Man must suffer many things and be rejected?
13
DSO
ମୁଇ ତମ୍କେ ସତ୍ କଇଲିନି, ଏବେ ଏଲିୟ ଆସି ସାର୍ଲା ଆଚେ । ଆରି ତାର୍ ବିସଇ ପର୍ମେସର୍ ଟାନେ କାଇଟା ଲେକା ଅଇଲା ଆଚେ, ସେ ସେନ୍ତିସେ ଲକ୍ମନ୍ ମିସା ତାକର୍ ନିଜର୍ ମନ୍ କଲା ଇସାବେ କରାପ୍ ଚଲାଚଲ୍ତି କଲାଇ ।”
BSB
BSB:
But I tell you that Elijah has indeed come, and they have done to him whatever they wished, just as it is written about him.”
14
DSO
ତାର୍ପଚେ ଜିସୁ, ପିତର୍, ଜାକୁବ୍ ଆରି ଜଅନ୍ ବିନ୍ ସିସ୍ମନର୍ ଲଗେ କେଟ୍ଲାବେଲେ ତେଇ ବେସି ଲକ୍ମନ୍ ରୁଣ୍ଡିରଇବାଟା ଦେକ୍ଲାଇ । ଆରି ନିୟମ୍ ସିକାଇଦେବା ଲକ୍ମନ୍ ସିସ୍ମନର୍ ସଙ୍ଗ୍ ଦଦାପେଲା ଅଇତେରଇଲାଇ ।
BSB
BSB:
When they returned to the other disciples, they saw a large crowd around them, and scribes arguing with them.
15
DSO
ଲକ୍ମନ୍ ଜେଡେବେଲ୍ ଜିସୁ ତେଇ ଆଇବାଟା ଦେକ୍ଲାଇ, ସାର୍ଦାରେ କାବା ଅଇଗାଲାଇ ଆରି ଜିସୁକେ ଦୁକ୍ ସୁକ୍ ପାଚାର୍ବାକେ ତାର୍ଲଗେ ପାଲାଇ ଆସି ଜୁଆର୍ କର୍ବାର୍ ଦାର୍ଲାଇ ।
BSB
BSB:
As soon as all the people saw Jesus, they were filled with awe and ran to greet Him.
16
DSO
ଜିସୁ ତାର୍ ସିସ୍ମନ୍କେ ପାଚାର୍ଲା, “ତମେ ନିୟମ୍ ସିକାଇବା ଲକ୍, ମର୍ ସିସ୍ମନର୍ ସଙ୍ଗ୍ କାଇ ବିସଇନେଇ ଦଦାପେଲା ଅଇତେରଇଲାସ୍ ?”
BSB
BSB:
“What are you disputing with them?”
He asked.
17
DSO
ସେ ମାନ୍ଦା ଲକ୍ମନର୍ ବିତ୍ରେଅନି ଗଟେକ୍ ଲକ୍ ଜିସୁକେ ଡାକି କଇଲା, “ଏ ଗୁରୁ, ମୁଇ ମର୍ ପିଲାକେ ନିକ କର୍ବାକେ ତମର୍ ଟାନେ ଆନିରଇଲି । ତାର୍ ବିତ୍ରେ ଗଟେକ୍ କାରାପ୍ ଆତ୍ମା ପୁରିକରି ତାକେ କାତା ଅଇବାକେ ଦେଏ ନାଇ ।
BSB
BSB:
Someone in the crowd replied, “Teacher, I brought You my son, who has a spirit that makes him mute.
18
DSO
ସେ କରାପ୍ ଆତ୍ମା ପିଲାକେ ଦାର୍ଲାବେଲେ, ତାକେ ମଡିକରି ଅଦ୍ରାଇଦେଲାନି ଆରି ତାର୍ ଟଣ୍ଡେଅନି ପେପୁଲ୍ ବାରଇଲାନି ଆରି ସେ ଦାତ୍ କାତର୍ସି । ଆରି ତାର୍ ଗାଗଡ୍ ସିଦା ଅଇଜାଇସି । ମୁଇ ତାର୍ତେଇ ଅନି କାରାପ୍ ଆତ୍ମାକେ ବାର୍କରାଇ କେଦିଦେବାଇ ବଲି ତମର୍ ସିସ୍ମନର୍ ଲଗେ ଆନିରଇଲି । ମାତର୍ ତମର୍ ସିସ୍ମନ୍ ନାପାର୍ଲାଇ ।”
BSB
BSB:
Whenever it seizes him, it throws him to the ground. He foams at the mouth, gnashes his teeth, and becomes rigid. I asked Your disciples to drive it out, but they were unable.”
19
DSO
ଜିସୁ ସେମନ୍କେ କଇଲା, “ଏ ପର୍ମେସର୍କେ ବିସ୍ବାସ୍ ନ ରଇବା ଆଜିକାଲିର୍ ଲକ୍ମନ୍, ତମେ ବିସ୍ବାସ୍ କର୍ବାକେ ଆରି କେତେ ଦିନ୍ ମୁଇ ତମର୍ ସଙ୍ଗ୍ ରଇବାର୍ ଆଚେ ? ଆରି କେତେଦିନ୍ ମୁଇ ସାଆସ୍ ଦାରି ତମର୍ ସଙ୍ଗ୍ ରଇବାର୍ ଆଚେ ? ସେ ପିଲାକେ ମର୍ଲଗେ ଆନା ।”
BSB
BSB:
“O unbelieving generation!”
Jesus replied.
“How long must I remain with you? How long must I put up with you? Bring the boy to Me.”
20
DSO
ଆରି ଲକ୍ମନ୍ ସେ ପିଲାକେ ଜିସୁର୍ଲଗେ ଆନ୍ଲାଇ । ସେ କରାପ୍ ଆତ୍ମା ଜିସୁକେ ଦେକ୍ଲା ଦାପ୍ରେ ପିଲାକେ ତଲେ ମଡିକରି ଅଦ୍ରାଇଲା । ଆରି ଗୁଣ୍ଡ୍ଲି ଗୁଣ୍ଡ୍ଲି କରି ତାର୍ ଟଣ୍ଡେଅନି ପେପୁଲ୍ ବାରଇ ଜାଇତେରଇଲା ।
BSB
BSB:
So they brought him, and seeing Jesus, the spirit immediately threw the boy into a convulsion. He fell to the ground and rolled around, foaming at the mouth.
21
DSO
ଜିସୁ ସେ ପିଲାର୍ ବାବାକେ ପାଚାର୍ଲା, “ଏ ପିଲା ଏନ୍ତି ଅଇ କେତେଦିନ୍ ଅଇଲା ?” ପିଲାର୍ ବାବା କଇଲା, “ ସାନ୍ବେଲେଅନି ” ବଲି ।
BSB
BSB:
Jesus asked the boy’s father,
“How long has this been with him?”
“From childhood,” he said.
22
DSO
ଆରି ସେ କଇଲା, “ସେ କାରାପ୍ ଆତ୍ମା ପିଲାକେ ମରାଇବାକେ ବେସିତର୍ ପାନିଟାନେ ଆରି ଜଇଟାନେ ମଡିକରି ଅଦ୍ରାଇ ଆଚେ । ମାତର୍ ତୁଇ ଜଦି କାଇଟା କର୍ବାକେ ପାରୁସ୍ ବଇଲେ ଆମର୍ ପାଇ ଦୟାକରି ସାଇଜ କର୍ ।”
BSB
BSB:
“It often throws him into the fire or into the water, trying to kill him. But if You can do anything, have compassion on us and help us.”
23
DSO
ଜିସୁ ତାକେ କଇଲା, “କାଇକେ ଜଦି ପାରୁସ୍ ବଇଲେ ନିମାନ୍ କର୍ ବଲିକରି କଇଲୁସ୍ନି ? କାଇକେବଇଲେ ପର୍ମେସର୍କେ ବିସ୍ବାସ୍ କର୍ବା ଲକ୍ମନର୍ ତେଇ ସବୁ ଅଇସି ।”
BSB
BSB:
“If You can?”
echoed Jesus.
“All things are possible to him who believes!”
24
DSO
ସେ ଦାପ୍ରେ ପିଲାର୍ ବାବା ଆଉଲିଅଇକରି, “ମୁଇ ବିସ୍ବାସ୍ କଲିନି, ଆରି ଅଦିକ୍ ବିସ୍ବାସ୍ କର୍ବାକେ ମକେ ସାଇଜ କର୍ ।” ବଲିକରି କଇଲା ।
BSB
BSB:
Immediately the boy’s father cried out, “I do believe; help my unbelief!”
25
DSO
ଏ ଗଟ୍ନାର୍ କାମ୍ ଦେକ୍ବାକେ ଲକ୍ମନ୍ ଏକାତରେ ପାଲାଇଆଇବାଟା ଜିସୁ ଦେକିକରି ସେ କାରାପ୍ ଆତ୍ମାକେ ଦମ୍କାଇକରି କଇଲା, “ଏ କରାପ୍ ଆତ୍ମା, ତୁଇ ଏ ପିଲାକେ ଗୁଲା ଆରି ବଇରା କରାଇଆଚୁସ୍ । ଏ ପିଲାର୍ ଗାଗ୍ଡେଅନି ବାରଇ ଉଟିଜା ଆରି କେବେ ମିସା ତାର୍ ଗାଗ୍ଡେ ନ ପୁର୍, ବଲି ମୁଇ ତକେ ଆଦେସ୍ ଦେଲିନି ।”
BSB
BSB:
When Jesus saw that a crowd had come running, He rebuked the unclean spirit.
“You deaf and mute spirit,”
He said,
“I command you to come out and never enter him again.”
26
DSO
ଆରି କାରାପ୍ ଆତ୍ମା ବେସି ଆଉଲିଅଇକରି ପିଲାକେ ମଡିକରି ଅଦ୍ରାଇ, ତାର୍ଟାନେଅନି ବାରଇଗାଲା । ଆରି ପିଲା ମରିଗାଲା ଲକର୍ ପାରା ଡିସ୍ଲା, ଏନ୍ତିକି କେତେକ୍ ଲକ୍ମନ୍ “ସେ ମରିଗାଲା ।” ବଲିକରି କଇଲାଇ ।
BSB
BSB:
After shrieking and convulsing him violently, the spirit came out. The boy became like a corpse, so that many said, “He is dead.”
27
DSO
ମାତର୍ ଜିସୁ ସେ ପିଲାକେ ଆତେଦାରି ଉଟାଇକରି ତାକେ ଟିଆ କରାଇଲାକେ ସେ ଟିଆଅଇଲା ।
BSB
BSB:
But Jesus took him by the hand and helped him to his feet, and he stood up.
28
DSO
ଜିସୁ ଆରି ତାର୍ ସିସ୍ମନ୍ ଗଟେକ୍ ଗର୍ ବିତ୍ରେ ଗାଲାପଚେ, ଲକ୍ମନ୍ କେ ନଇଲାବେଲେ ତାକେ ପାଚାର୍ଲାଇ, “ଆମେ କାଇକେ ସେ କାରାପ୍ ଆତ୍ମାକେ କେଦି ନାପାର୍ଲୁ ?”
BSB
BSB:
After Jesus had gone into the house, His disciples asked Him privately, “Why couldn’t we drive it out?”
29
DSO
ଏ କାତା ସୁନି ଜିସୁ ସେମନ୍କେ କଇଲା, “ଏନ୍ତାରି କାରାପ୍ ଆତ୍ମା ପର୍ମେସର୍କେ ପାର୍ତନା କରିସେ କେଦ୍ବାର୍ ଅଇସି, ଆରି କାଇ ବାଟ୍ ନାଇ ।”
BSB
BSB:
Jesus answered,
“This kind cannot come out, except by prayer.”
30
DSO
ତାର୍ପଚେ ଜିସୁ ଆରି ତାର୍ ସିସ୍ମନ୍ ସେ ଜାଗା ଚାଡିକରି ଉଟିଗାଲାଇ । ସେମନ୍ ଗାଲିଲି ଦେସର୍ ବାଟ୍ଦେଇକରି ଜାଇତେରଇଲାଇ । ସେମନ୍ କନ୍ ଜାଗାଇ ଆଚତ୍ ବଲିକରି ଲକ୍ମନ୍ ନ ଜାନତ୍ ବଲି ଜିସୁ ମନ୍ କର୍ତେରଇଲା
BSB
BSB:
Going on from there, they passed through Galilee. But Jesus did not want anyone to know,
31
DSO
କାଇକେବଇଲେ ସେ ତାର୍ ସିସ୍ମନ୍କେ ସିକାଇ ଦେବାକେ ମନ୍ କର୍ତେରଇଲା । ଜିସୁ ତାର୍ ସିସ୍ମନ୍କେ କଇଲା, “ସତ୍ ପର୍ମେସରର୍ ଟାନେଅନି ଆସିରଇବା ନର୍ପିଲା ମକେ, ଲକ୍ମନର୍ ଆତେ ସର୍ପି ଦେବାଇ ଆରି ସେମନ୍ ମକେ ମରାଇଦେବାଇ । ମାତର୍ ମୁଇ ମରିକରି ତିନ୍ଦିନ୍ ଗାଲାପଚେ ଆରି ତରେକ୍ ମଲାଟାନେଅନି ଜିବନ୍ ଅଇ ଉଟ୍ବି ।”
BSB
BSB:
because He was teaching His disciples. He told them,
“The Son of Man will be delivered into the hands of men. They will kill Him, and after three days He will rise.”
32
DSO
ମାତର୍ ଜିସୁ କଇବା ଏ କାତାର୍ ଅରତ୍ ସିସ୍ମନ୍ ବୁଜତ୍ ନାଇ ଆରି ସେମନ୍ ସେ କାତାର୍ ଅରତ୍ ପାଚାର୍ବାକେ ଡର୍ଲାଇ ।
BSB
BSB:
But they did not understand this statement, and they were afraid to ask Him about it.
33
DSO
ଜିସୁ ଆରି ତାର୍ ସିସ୍ମନ୍ କପର୍ନାଉମେ ଆଇଲାଇ ଆରି ସେମନ୍ ଗର୍ ବିତ୍ରେ ଗାଲାଇ । ତାର୍ପଚେ ଜିସୁ ସେମନ୍କେ ପାଚାର୍ଲା, “ତମେ ବାଟେ କନ୍ ବିସଇନେଇ ଦଦାପେଲା ଅଇତେରଇଲାସ୍ ?”
BSB
BSB:
Then they came to Capernaum. While Jesus was in the house, He asked them,
“What were you discussing on the way?”
34
DSO
ମାତର୍ ତାର୍ ସିସ୍ମନ୍ ଚିମ୍ରା ଅଇଦେଲାଇ । କାଇକେବଇଲେ ସେମନ୍ ବାଟେ, ଆମର୍ ବିତ୍ରେ ସବୁର୍ଟାନେଅନି କେ ବଡ୍ ବଲି ଦଦାପେଲା ଅଇତେରଇଲାଇ ।
BSB
BSB:
But they were silent, for on the way they had been arguing about which of them was the greatest.
35
DSO
ଜିସୁ ବସ୍ଲା ଆରି ତାର୍ ବାର୍ଟା ସିସ୍ମନ୍କେ ତାର୍ଲଗେ ଡାକାଇ ସେମନ୍କେ କଇଲା, “ଜଦି କେ ମୁକିଆ ଅଇବାକେ ମନ୍ କଲେ, ସେ ସବୁର୍ଟାନେଅନି ସାନ୍ ଅଇବାର୍ ଆଚେ, ଆରି ସବୁଲକର୍ ସେବା କର୍ବାର୍ ଆଚେ ।”
BSB
BSB:
Sitting down, Jesus called the Twelve and said,
“If anyone wants to be first, he must be the last of all and the servant of all.”
36
DSO
ତାର୍ପଚେ ଜିସୁ ଗଟେକ୍ ସାନ୍ଟା ପିଲାକେ ନେଇକରି ସେମନର୍ ମୁଆଟେ ଟିଆ କରାଇ ସେମନ୍କେ କଇଲା,
BSB
BSB:
Then He had a little child stand among them. Taking the child in His arms, He said to them,
37
DSO
“କେ କେ ମର୍ ଲାଗି ଏନ୍ତାରି ଗଟେକ୍ ସାନ୍ଟା ପିଲାକେ ନାମ୍ବାଇ, ସେମନ୍ ମକେ ନାମ୍ଲାଇନି, ଆରି କେ କେ ମକେ ନାମ୍ଲାଇନି, ସେମନ୍ ମକେ ନାଇ, ମାତର୍ ମକେ ପାଟାଇରଇବା ମର୍ ବାବାକେ ନାମ୍ଲାଇନି ।”
BSB
BSB:
“Whoever welcomes one of these little children in My name welcomes Me, and whoever welcomes Me welcomes not only Me, but the One who sent Me.”
38
DSO
ଜଅନ୍ ଜିସୁକେ କଇଲା, “ଏ ଗୁରୁ, ଗଟେକ୍ ଲକ୍ ତର୍ନାଉଁ ଦାରି ଲକ୍ମନର୍ଟାନେଅନି କାରାପ୍ ଆତ୍ମାକେ ବାର୍କରାଇ କେଦିଦେବାଟା ଆମେ ଦେକିକରି, ତାକେ ସେନ୍ତି ନ କର୍ ବଲି କଇଲୁ, କାଇକେବଇଲେ ସେ ଆମର୍ ନିଜର୍ ଲକ୍ ନଏଁ ।”
BSB
BSB:
John said to Him, “Teacher, we saw someone else driving out demons in Your name, and we tried to stop him, because he does not accompany us.”
39
DSO
ମାତର୍ ଜିସୁ କଇଲା, “ତାକେ ଏନ୍ତି ନ କର୍ ବଲି ତେବାଆ ନାଇ କାଇକେବଇଲେ, ମର୍ ନାଉଁର୍ ବପୁ ପାଇକରି କାବା ଅଇଜିବା କାମ୍ମନ୍ କରିପାର୍ବା ଲକ୍, ମର୍ ବିରୁଦେ କାରାପ୍ କାତା ନ କଏ ।
BSB
BSB:
“Do not stop him,”
Jesus replied.
“For no one who performs a miracle in My name can turn around and speak evil of Me.
40
DSO
କାଇକେବଇଲେ ଜେ ଆମ୍କେ ବିରଦ୍ ନ କରେ, ସେ ଆମର୍ ନିଜର୍ ଲକ୍ ।
BSB
BSB:
For whoever is not against us is for us.
41
DSO
ଆରି ମୁଇ ତମ୍କେ ସତ୍ କଇଲିନି, କେ ତମ୍କେ ମର୍ନାଉଁ ଦାରି ଗଟେକ୍ ଗିଲାସ୍ ପାନି କାଇବାକେ ଦେଇସିବଇଲେ, ସେଟାର୍ପାଇ ସତ୍ସେ ତାକେ ପୁରୁସ୍କାର୍ ମିଲ୍ସି ।”
BSB
BSB:
Indeed, if anyone gives you even a cup of water because you bear the name of Christ, truly I tell you, he will never lose his reward.
42
DSO
ଜିସୁ କଇବାର୍ ଦାର୍ଲା “ଜଦି କେ ମର୍ତେଇ ବିସ୍ବାସ୍ କରିରଇବା ଗଟେକ୍ ଲକ୍କେ, ସେ କରିରଇବା ବିସ୍ବାସ୍ ଚାଡିଦେବାକେ ପାପ୍କାମ୍ କରାଇଲାଇନି ବଇଲେ, ସେ ଲକର୍ ଗାଲାଇ ଜତା ପାକ୍ନା ବାନ୍ଦିକରି ତାକେ ସମ୍ଦୁରେ ପିଙ୍ଗିଦେବାଟା ତାର୍ପାଇ ନିକ ଅଇତା ।
BSB
BSB:
But if anyone causes one of these little ones who believe in Me to stumble, it would be better for him to have a large millstone hung around his neck and to be thrown into the sea.
43
DSO
ଜଦି ତମର୍ ଆତ୍ ତମ୍କେ ପାପ୍ କରାଇଲାନି ବଇଲେ, ସେ ଆତ୍ କାଟିପାକାଆ । କାଇକେବଇଲେ ଜଡେକ୍ ଆତ୍ ରଇକରି ସବୁଦିନର୍ପାଇ ଜଇଲାଗ୍ବା ନର୍କେ ପେଲାଇଅଇବା ବାଦୁଲେ ଗଟେକ୍ ଆତ୍ ନ ରଇକରି ସର୍ଗେ କେଟ୍ବାଟା ନିକ ଅଇସି ।
BSB
BSB:
If your hand causes you to sin, cut it off. It is better for you to enter life crippled than to have two hands and go into hell, into the unquenchable fire.
44
DSO
କାଇକେବଇଲେ ନର୍କେ ସେମନର୍ କିଡା ନସ୍ଟ ନ ଅଅତ୍ ଆରି ଜଇ ନ ଲିବେ ।
BSB
BSB:
Not in the BSB
Not in the earliest manuscripts
45
DSO
ଜଦି ତମର୍ ପାଦ୍ ତମ୍କେ ପାପ୍କାମ୍ କରାଇଲାନି ବଇଲେ, ସେ ପାଦ୍ କାଟି ପିଙ୍ଗିଦିଆସ୍ । ଜଡେକ୍ ପାଦ୍ ରଇକରି ନର୍କେ ପେଲାଇଅଇବା ବାଦୁଲେ ଚଟା ଅଇକରି ସର୍ଗେ କେଟ୍ବାଟା ତମର୍ପାଇ ନିକଅଇସି ।
BSB
BSB:
If your foot causes you to sin, cut it off. It is better for you to enter life lame than to have two feet and be thrown into hell.
46
DSO
କାଇକେବଇଲେ ନର୍କେ ସେମନର୍ କିଡା ନସ୍ଟ ନ ଅଅତ୍ ଆରି ଜଇ ନ ଲିବେ ।
BSB
BSB:
Not in the BSB
Not in the earliest manuscripts
47
DSO
ଜଦି ତମର୍ ଆଁକିର୍ ଲାଗି ତମେ ବିସ୍ବାସ୍ ଆରାଇଲାସ୍ନି ବଇଲେ, ସେ ଆଁକି ବେଟି ପିଙ୍ଗିଦିଆସ୍ । କାଇକେବଇଲେ ଜଡେକ୍ ଆଁକି ରଇ ନର୍କେ ପେଲାଇଅଇବା ବାଦୁଲେ, ଗଟେକ୍ ଆଁକି ରଇକରି ସରଗ୍ ରାଇଜେ କେଟ୍ବାଟା ତମର୍ପାଇ ନିକରଇସି ।
BSB
BSB:
And if your eye causes you to sin, pluck it out. It is better for you to enter the kingdom of God with one eye than to have two eyes and be thrown into hell,
48
DSO
କାଇକେବଇଲେ ନର୍କେ ସେମନର୍ କିଡା ନସ୍ଟ ନ ଅଅତ୍ ଆରି ଜଇ ନ ଲିବେ ।”
BSB
BSB:
where ‘their worm never dies, and the fire is never quenched.’
49
DSO
“ଜେନ୍ତିକି ସୁନା ଜଇଟାନେ ପଡାଇକରି ନିର୍ମଲ୍ କଲାପାରା ସବୁ ଲକ୍ମନ୍କେ ଜଇସଙ୍ଗ୍ ନିର୍ମଲ୍ କର୍ବାଇ ।”
BSB
BSB:
For everyone will be salted with fire.
50
DSO
“ନୁନ୍ ଗଟେକ୍ ନିମାନ୍ ଜିନିସ୍ । ମାତର୍ ନୁନ୍ ଜଦି ତାର୍ କରିଆ ଅଇବାଟା ଆରାଇସି ବଇଲେ ସେ ଆରି ତରେକ୍ କେନ୍ତାର୍ କରିଆ ଅଇପାର୍ସି ? ତମେ ନୁନ୍ ପାରା ନିମାନ୍ ଗୁନେ ପୁରାପୁରୁନ୍ ଅଇ ସବୁଲକ୍ମନର୍ ସଙ୍ଗ୍ ମିସି ବିଡି କରି ସୁଆଲେ ରୁଆ” ବଲି କଇଲା ।
BSB
BSB:
Salt is good, but if the salt loses its saltiness, with what will you season it? Have salt among yourselves, and be at peace with one another.”
Chapter complete
You’ve read Mark 9
Chapter 9 of 16 in Mark
Up next
Mark 10
Read Mark 10
Listen
Back to Mark 8
Go deeper
Commentary
What the commentators say on Mark 9
A question this chapter raises
Is it wrong to doubt?
DSO
Desiya New Testament. Copyright © 2020 The Word for the World International. Licensed under CC BY 4.0 (creativecommons.org/licenses/by/4.0). Text from eBible.org; verses renumbered to the KJV scheme where they differ, otherwise unchanged.
BSB
The Holy Bible, Berean Standard Bible, BSB. Dedicated to the public domain. BereanBible.com
Mark 8
Mark 9
Mark 10