1 UDB ତୁମ୍ଭମାନଙ୍କ ସାକ୍ଷାତରେ ତୁମ୍ଭମାନଙ୍କ ମଧ୍ୟରେ ନମ୍ର, କିନ୍ତୁ ଅସାକ୍ଷାତରେ ତୁମ୍ଭମାନଙ୍କ ପ୍ରତି ସାହସିକ ଯେ ମୁଁ ପାଉଲ, ମୁଁ ନିଜେ ଖ୍ରୀଷ୍ଟଙ୍କ ମୃଦୁ ଓ କୋମଳ ଭାବ ସ୍ମରଣ କରାଇ ତୁମ୍ଭମାନଙ୍କୁ ଅନୁରୋଧ କରେ; BSB BSB: Now by the mildness and gentleness of Christ, I appeal to you—I, Paul, who am humble when face to face with you, but bold when away.
2 UDB ହଁ, ମୁଁ ପ୍ରାର୍ଥନା କରୁଅଛି ଯେ, ଆମ୍ଭେମାନେ ଶାରୀରିକ ଭାବାନୁସାରେ ଆଚରଣ କରୁଅଛୁ ବୋଲି ଯେଉଁମାନେ ମନେ କରନ୍ତି, ଏପରି କାହାରି କାହାରି ବିରୁଦ୍ଧରେ ସାହସ ଦେଖାଇବା ନିମନ୍ତେ ମୁଁ ଯେଉଁ ସଂକଳ୍ପ କରିଅଛି, ଉପସ୍ଥିତ ହୋଇ ଯେପରି ମୋତେ ସେହି ପ୍ରକାର ସାହସ ଦେଖାଇବାକୁ ନ ହୁଏ; BSB BSB: I beg you that when I come I may not need to be as bold as I expect toward those who presume that we live according to the flesh.
3 UDB କାରଣ ଆମ୍ଭେମାନେ ଶରୀରରେ ଥାଇ ଆଚରଣ କରୁଅଛୁ ସତ୍ୟ, କିନ୍ତୁ ଆମ୍ଭେମାନେ ଶାରୀରିକ ଭାବରେ ଯୁଦ୍ଧ କରୁ ନାହୁଁ, BSB BSB: For though we live in the flesh, we do not wage war according to the flesh.
4 UDB (ଯେଣୁ ଆମ୍ଭମାନଙ୍କ ଯୁଦ୍ଧର ଅସ୍ତ୍ରଶସ୍ତ୍ର ଶାରୀରିକ ନୁହେଁ, ମାତ୍ର ଦୃଢ଼ ଗଡ଼ ଭୂମିସାତ୍ କରିବା ନିମନ୍ତେ ଈଶ୍ୱରଙ୍କ ଦୃଷ୍ଟିରେ ସେହି ସବୁ ଶକ୍ତିଯୁକ୍ତ ଅଟେ); BSB BSB: The weapons of our warfare are not the weapons of the flesh. Instead, they have divine power to demolish strongholds.
5 UDB ଆମ୍ଭେମାନେ ତର୍କବିତର୍କସବୁ ଓ ଈଶ୍ୱରଙ୍କ ଜ୍ଞାନବିରୁଦ୍ଧରେ ଉତ୍ଥିତ ସମସ୍ତ ଉଚ୍ଚ ବିଷୟ ଭୂମିସାତ୍ କରୁ, ପୁଣି, ପ୍ରତ୍ୟେକ କଳ୍ପନାକୁ ଖ୍ରୀଷ୍ଟଙ୍କ ବାଧ୍ୟ ହେବା ନିମନ୍ତେ ବନ୍ଦୀ କରୁ, BSB BSB: We demolish arguments and every presumption set up against the knowledge of God; and we take captive every thought to make it obedient to Christ.
6 UDB ଆଉ, ଯେତେବେଳେ ତୁମ୍ଭେମାନେ ସମ୍ପୂର୍ଣ୍ଣ ରୂପେ ବାଧ୍ୟ ହେବ, ସେତେବେଳେ ସମସ୍ତ ଅବାଧ୍ୟତାର ପ୍ରତିକାର କରିବା ନିମନ୍ତେ ଆମ୍ଭେମାନେ ପ୍ରସ୍ତୁତ ଅଛୁ। BSB BSB: And we will be ready to punish every act of disobedience, as soon as your obedience is complete.
7 UDB ତୁମ୍ଭେମାନେ ବାହ୍ୟ ବିଷୟସବୁ ଦେଖୁଅଛ। ଯଦି କେହି ଆପଣାକୁ ଖ୍ରୀଷ୍ଟଙ୍କର ବୋଲି ବିଶ୍ୱାସ କରେ, ତେବେ ସେ ଯେପରି ଖ୍ରୀଷ୍ଟଙ୍କର, ଆମ୍ଭେମାନେ ମଧ୍ୟ ଯେ ସେହିପରି ଖ୍ରୀଷ୍ଟଙ୍କର, ଏହା ସେ ପୁଣି, ଆପେ ବିବେଚନା କରୁ। BSB BSB: You are looking at outward appearances. If anyone is confident that he belongs to Christ, he should remind himself that we belong to Christ just as much as he does.
8 UDB କାରଣ ଆମ୍ଭମାନଙ୍କ ଅଧିକାର ସମ୍ବନ୍ଧରେ ମୁଁ କିଛି ଅଧିକ ଦର୍ପ କଲେ ସୁଦ୍ଧା ଲଜ୍ଜା ପାଇବି ନାହିଁ; ତୁମ୍ଭମାନଙ୍କୁ ଭୂମିସାତ୍ କରିବା ନିମନ୍ତେ ପ୍ରଭୁ ଆମ୍ଭମାନଙ୍କୁ ଏହି ଅଧିକାର ନ ଦେଇ ତୁମ୍ଭମାନଙ୍କର ଗଠନ ନିମନ୍ତେ ଦେଇଅଛନ୍ତି; BSB BSB: For even if I boast somewhat excessively about the authority the Lord gave us for building you up rather than tearing you down, I will not be ashamed.
9 UDB ମୋହର ପତ୍ରଗୁଡ଼ିକ ଦ୍ୱାରା ମୁଁ ତୁମ୍ଭମାନଙ୍କୁ ଭୟମାତ୍ର ଦେଖାଉଅଛି ବୋଲି ବୋଧ ନ ହେଉ। BSB BSB: I do not want to seem to be trying to frighten you by my letters.
10 UDB କାରଣ ସେମାନେ କହନ୍ତି, ତାହାର ପତ୍ରସବୁ ଗୁରୁଭାବପୂର୍ଣ୍ଣ ଓ ଶକ୍ତିଯୁକ୍ତ, ମାତ୍ର ସାକ୍ଷାତରେ ତାହାର ଶରୀର ଦୁର୍ବଳ ଓ ତାହାର ବାକ୍ୟ ତୁଚ୍ଛନୀୟ। BSB BSB: For some say, “His letters are weighty and forceful, but his physical presence is unimpressive, and his speaking is of no account.”
11 UDB ଆମ୍ଭେମାନେ ଅନୁପସ୍ଥିତ ଥିବା ସମୟରେ ପତ୍ର ଦ୍ୱାରା ବାକ୍ୟରେ ଯେପରି, ଉପସ୍ଥିତ ଥିବା ସମୟରେ କାର୍ଯ୍ୟରେ ମଧ୍ୟ ସେହିପରି, ଏହା ଏହିପରି ଲୋକେ ବୁଝନ୍ତୁ। BSB BSB: Such people should consider that what we are in our letters when absent, we will be in our actions when present.
12 UDB କାରଣ ଯେଉଁମାନେ ଆତ୍ମପ୍ରଶଂସା କରନ୍ତି, ସେମାନଙ୍କ ମଧ୍ୟରୁ କାହାରି କାହାରି ସାଙ୍ଗରେ ନିଜର ଗଣନା ବା ତୁଳନା କରିବାକୁ ଆମ୍ଭେମାନେ ସାହସ କରୁ ନାହୁଁ; କିନ୍ତୁ ସେମାନେ ନିଜେ ନିଜେ ନିଜ ଦ୍ୱାରା ନିଜର ପରିମାଣ ଓ ନିଜ ସହିତ ନିଜର ତୁଳନା କରି ନିର୍ବୋଧତା ପ୍ରକାଶ କରନ୍ତି। BSB BSB: We do not dare to classify or compare ourselves with some who commend themselves. When they measure themselves by themselves and compare themselves with themselves, they show their ignorance.
13 UDB କିନ୍ତୁ ଆମ୍ଭେମାନେ ଦର୍ପର ସୀମା ଲଙ୍ଘନ କରିବୁ ନାହିଁ; ମାତ୍ର ତୁମ୍ଭେମାନେ ମଧ୍ୟ ଆମ୍ଭମାନଙ୍କ ସୀମାର ଅନ୍ତର୍ଭୁକ୍ତ ହେବା ପାଇଁ ଈଶ୍ୱର ଆମ୍ଭମାନଙ୍କ ନିମନ୍ତେ ପରିମାଣ ସ୍ୱରୂପେ ଯେଉଁ ସୀମା ନିରୂପଣ କରିଅଛନ୍ତି, ସେଥିର ପରିମାଣ ଅନୁସାରେ ଦର୍ପ କରିବ। BSB BSB: We, however, will not boast beyond our limits, but only within the field of influence that God has assigned to us—a field that reaches even to you.
14 UDB ଈଶ୍ୱର ଆମକୁ ଯେଉଁ କ୍ଷେତ୍ରରେ କାର୍ଯ୍ୟଭାର ଦେଇଥିଲେ, ତାହାର ସୀମା ଲଙ୍ଘନ କରି ନାହୁଁ। ତୁମର କ୍ଷେତ୍ର ଆମର କାର୍ଯ୍ୟସ୍ଥଳ ଥିଲା, ଏବଂ ଆମ୍ଭେମାନେ ପ୍ରଥମେ ତୁମ୍ଭମାନଙ୍କ ନିକଟରେ ଖ୍ରୀଷ୍ଟଙ୍କ ସୁସମାଚାର ପ୍ରଚାର କରିଥିଲୁ। BSB BSB: We are not overstepping our bounds, as if we had not come to you. Indeed, we were the first to reach you with the gospel of Christ.
15 UDB ଆମ୍ଭେମାନେ ଅନ୍ୟମାନଙ୍କର ଈଶ୍ୱର ଦତ୍ତ କାର୍ଯ୍ୟ ସମ୍ପର୍କରେ ଦର୍ପ କରୁ ନାହୁଁ। ମାତ୍ର ତୁମ୍ଭମାନଙ୍କର ବିଶ୍ୱାସ ବୃଦ୍ଧି ପାଉ, ଯେପରି ଈଶ୍ୱର ଆମ୍ଭମାନଙ୍କୁ ଅଧିକରୁ ଅଧିକ ଅଞ୍ଚଳରେ କାର୍ଯ୍ୟ କରିବାକୁ ନିଯୁକ୍ତି କରିବେ। BSB BSB: Neither do we boast beyond our limits in the labors of others. But we hope that as your faith increases, our area of influence among you will greatly increase as well,
16 UDB ପୁଣି, ଆମ୍ଭେମାନେ ଅନ୍ୟର ସୀମା ମଧ୍ୟରେ ତାହାରକୃତ କର୍ମ ବିଷୟରେ ଦର୍ପ ନ କରି ତୁମ୍ଭମାନଙ୍କ ପରବର୍ତ୍ତୀ ଅଞ୍ଚଳମାନଙ୍କରେ ଯେପରି ସୁସମାଚାର ପ୍ରଚାର କରି ପାରିବା, ଏହା ଭରସା କରୁଅଛୁ। BSB BSB: so that we can preach the gospel in the regions beyond you. Then we will not be boasting in the work already done in another man’s territory.
17 UDB ଶାସ୍ତ୍ର କହେ, ଯେ ଦର୍ପ କରେ, ସେ ପ୍ରଭୁଙ୍କଠାରେ ଦର୍ପ କରୁ। BSB BSB: Rather, “Let him who boasts boast in the Lord.”
18 UDB କାରଣ ଯେ ନିଜର ପ୍ରଶଂସା କରେ, ସେ ପରୀକ୍ଷାସିଦ୍ଧ ନୁହେଁ, ମାତ୍ର ପ୍ରଭୁ ଯାହାର ପ୍ରଶଂସା କରନ୍ତି, ସେ ପରୀକ୍ଷାସିଦ୍ଧ। BSB BSB: For it is not the one who commends himself who is approved, but the one whom the Lord commends.
Select verses for actions: Enter goes to them and Escape comes back.