1 UDB ମୁଁ ପ୍ରକୃତ ଦ୍ରାକ୍ଷାଲତା, ପୁଣି, ମୋହର ପିତା କୃଷକ। BSB BSB: “I am the true vine, and My Father is the keeper of the vineyard.
2 UDB ମୋ'ଠାରେ ଥିବା ଯେକୌଣସି ଶାଖା ଫଳ ନ ଫଳେ, ତାହା ସେ କାଟିପକାନ୍ତି; ଆଉ, ଯେକୌଣସି ଶାଖା ଫଳ ଫଳେ, ଅଧିକ ଫଳ ଫଳିବା ନିମନ୍ତେ ସେ ତାହା ପରିଷ୍କାର କରନ୍ତି। BSB BSB: He cuts off every branch in Me that bears no fruit, and every branch that does bear fruit, He prunes to make it even more fruitful.
3 UDB ମୁଁ ତୁମ୍ଭମାନଙ୍କୁ ଯେଉଁ ବାକ୍ୟ କହିଅଛି, ସେଥିଯୋଗୁଁ ତୁମ୍ଭେମାନେ ପରିଷ୍କୃତ ହୋଇସାରିଅଛ। BSB BSB: You are already clean because of the word I have spoken to you.
4 UDB ମୋ'ଠାରେ ରୁହ, ସେଥିରେ ମୁଁ ତୁମ୍ଭମାନଙ୍କଠାରେ ରହିବି। ଶାଖା ଯେପରି ଦ୍ରାକ୍ଷାଲତାରେ ନ ରହିଲେ ନିଜରୁ ଫଳ ଫଳି ପାରେ ନାହିଁ, ସେହିପରି ତୁମ୍ଭେମାନେ ମଧ୍ୟ ମୋ'ଠାରେ ନ ରହିଲେ ଫଳ ଫଳି ପାର ନାହିଁ। BSB BSB: Remain in Me, and I will remain in you. Just as no branch can bear fruit by itself unless it remains in the vine, neither can you bear fruit unless you remain in Me.
5 UDB ମୁଁ ଦ୍ରାକ୍ଷାଲତା, ତୁମ୍ଭେମାନେ ଶାଖା; ଯେ ମୋ'ଠାରେ ରହେ ଓ ମୁଁ ଯାହାଠାରେ ରହେ, ସେ ପ୍ରଚୁର ଫଳ ଫଳେ; କାରଣ ମୋ' ବିନା ତୁମ୍ଭେମାନେ କିଛି କରି ପାର ନାହିଁ। BSB BSB: I am the vine and you are the branches. The one who remains in Me, and I in him, will bear much fruit. For apart from Me you can do nothing.
6 UDB କେହି ଯେବେ ମୋ'ଠାରେ ନ ରହେ, ତାହାହେଲେ ସେ ଶାଖା ପରି ବାହାରେ ପକାଇ ଦିଆଯାଏ ଓ ଶୁଖିଯାଏ, ପୁଣି, ଲୋକେ ସେଗୁଡ଼ାକ ଏକାଠି କରି ନିଆଁରେ ପକାଇ ଦିଅନ୍ତି ଓ ସେଗୁଡ଼ାକ ପୋଡ଼ିଯାଏ। BSB BSB: If anyone does not remain in Me, he is like a branch that is thrown away and withers. Such branches are gathered up, thrown into the fire, and burned.
7 UDB ଯଦି ତୁମ୍ଭେମାନେ ମୋ'ଠାରେ ରୁହ, ଆଉ ମୋହର ବାକ୍ୟ ତୁମ୍ଭମାନଙ୍କଠାରେ ରୁହେ, ତାହାହେଲେ ଯେକୌଣସି ବିଷୟ ଇଚ୍ଛା କର, ତାହା ମାଗ, ଆଉ ତୁମ୍ଭମାନଙ୍କ ନିମନ୍ତେ ତାହା ସାଧିତ ହେବ। BSB BSB: If you remain in Me and My words remain in you, ask whatever you wish, and it will be done for you.
8 UDB ତୁମ୍ଭେମାନେ ପ୍ରଚୁର ଫଳ ଫଳିଲେ ମୋହର ପିତା ମହିମାନ୍ୱିତ ହେବେ, ଆଉ ତୁମ୍ଭେମାନେ ମୋହର ପ୍ରକୃତ ଶିଷ୍ୟ ହେବ। BSB BSB: This is to My Father’s glory, that you bear much fruit, proving yourselves to be My disciples.
9 UDB ପିତା ଯେପ୍ରକାର ମୋତେ ପ୍ରେମ କରିଅଛନ୍ତି, ମୁଁ ମଧ୍ୟ ସେପ୍ରକାର ତୁମ୍ଭମାନଙ୍କୁ ପ୍ରେମ କରିଅଛି; ମୋହର ପ୍ରେମରେ ସ୍ଥିର ହୋଇ ରହିଥାଅ। BSB BSB: As the Father has loved Me, so have I loved you. Remain in My love.
10 UDB ମୁଁ ଯେପରି ମୋହର ପିତାଙ୍କ ଆଜ୍ଞା ପାଳନ କରି ତାହାଙ୍କ ପ୍ରେମରେ ସ୍ଥିର ହୋଇ ରହିଥାଏ, ସେପ୍ରକାର ତୁମ୍ଭେମାନେ ଯେବେ ମୋହର ଆଜ୍ଞା ପାଳନ କର, ତାହାହେଲେ ମୋହର ପ୍ରେମରେ ସ୍ଥିର ହୋଇ ରହିବ। BSB BSB: If you keep My commandments, you will remain in My love, just as I have kept My Father’s commandments and remain in His love.
11 UDB ମୋହର ଆନନ୍ଦ ଯେପରି ତୁମ୍ଭମାନଙ୍କଠାରେ ଥାଏ, ଆଉ ତୁମ୍ଭମାନଙ୍କ ଆନନ୍ଦ ଯେପରି ପୂର୍ଣ୍ଣ ହୁଏ, ଏଥି ନିମନ୍ତେ ମୁଁ ଏସମସ୍ତ ତୁମ୍ଭମାନଙ୍କୁ କହିଲି। BSB BSB: I have told you these things so that My joy may be in you and your joy may be complete.
12 UDB ମୁଁ ଯେପରି ତୁମ୍ଭମାନଙ୍କୁ ପ୍ରେମ କରିଅଛି, ତୁମ୍ଭେମାନେ ସେହିପରି ପରସ୍ପରକୁ ପ୍ରେମ କର, ଏହି ମୋହର ଆଜ୍ଞା। BSB BSB: This is My commandment, that you love one another as I have loved you.
13 UDB ଆପଣା ବନ୍ଧୁମାନଙ୍କ ନିମନ୍ତେ ନିଜ ପ୍ରାଣ ଦାନ କରିବା ଅପେକ୍ଷା କାହାରି ଆଉ ଅଧିକ ଶ୍ରେଷ୍ଠ ପ୍ରେମ ନାହିଁ। BSB BSB: Greater love has no one than this, that he lay down his life for his friends.
14 UDB ମୁଁ ତୁମ୍ଭମାନଙ୍କୁ ଯେଉଁ ଆଜ୍ଞା ଦେଉଅଛି, ତାହା ଯଦି ପାଳନ କର, ତେବେ ତୁମ୍ଭେମାନେ ମୋହର ବନ୍ଧୁ। BSB BSB: You are My friends if you do what I command you.
15 UDB ମୁଁ ତୁମ୍ଭମାନଙ୍କୁ ଆଉ ଦାସ ବୋଲି କହୁ ନାହିଁ, କାରଣ କର୍ତ୍ତା କ'ଣ କରନ୍ତି, ଦାସ ତାହା ଜାଣେ ନାହିଁ, କିନ୍ତୁ ମୁଁ ତୁମ୍ଭମାନଙ୍କୁ ବନ୍ଧୁ ବୋଲି କହିଅଛି, କାରଣ ମୁଁ ମୋହର ପିତାଙ୍କଠାରୁ ଯାହା ଯାହା ଶୁଣିଅଛି, ସେହି ସବୁ ତୁମ୍ଭମାନଙ୍କୁ ଜଣାଇଅଛି। BSB BSB: No longer do I call you servants, for a servant does not understand what his master is doing. But I have called you friends, because everything I have learned from My Father I have made known to you.
16 UDB ତୁମ୍ଭେମାନେ ମୋତେ ମନୋନୀତ କରି ନାହଁ, କିନ୍ତୁ ମୁଁ ତୁମ୍ଭମାନଙ୍କୁ ମନୋନୀତ କରିଅଛି, ଆଉ ତୁମ୍ଭେମାନେ ଯେପରି ଯାଇ ଫଳ ଉତ୍ପନ୍ନ କର ଓ ତୁମ୍ଭମାନଙ୍କର ଫଳ ସ୍ଥାୟୀ ହୁଏ, ଏଥି ନିମନ୍ତେ ତୁମ୍ଭମାନଙ୍କୁ ନିଯୁକ୍ତ କରିଅଛି। ସେଥିରେ ତୁମ୍ଭେମାନେ ମୋ' ନାମରେ ପିତାଙ୍କୁ ଯାହା କିଛି ମାଗିବ, ସେ ତାହା ତୁମ୍ଭମାନଙ୍କୁ ଦେବେ; BSB BSB: You did not choose Me, but I chose you. And I appointed you to go and bear fruit—fruit that will remain—so that whatever you ask the Father in My name, He will give you.
17 UDB ତୁମ୍ଭେମାନେ ଯେପରି ପରସ୍ପରକୁ ପ୍ରେମ କର, ଏଥି ନିମନ୍ତେ ମୁଁ ତୁମ୍ଭମାନଙ୍କୁ ଏହି ସମସ୍ତ ଆଜ୍ଞା ଦେଉଅଛି। BSB BSB: This is My command to you: Love one another.
18 UDB ଯଦି ଜଗତ ତୁମ୍ଭମାନଙ୍କୁ ଘୃଣା କରେ, ତେବେ ତୁମ୍ଭମାନଙ୍କୁ ଘୃଣା କରିବା ପୂର୍ବେ ତାହା ଯେ ମୋତେ ଘୃଣା କରିଅଛି, ଏହା ଜାଣ। BSB BSB: If the world hates you, understand that it hated Me first.
19 UDB ଯଦି ତୁମ୍ଭେମାନେ ଜଗତରୁ ଉତ୍ପନ୍ନ ହୋଇଥାଆନ୍ତ, ତେବେ ଜଗତ ତୁମ୍ଭମାନଙ୍କୁ ଆପଣାର ଲୋକ ଜାଣି ପ୍ରେମ କରନ୍ତା; କିନ୍ତୁ ତୁମ୍ଭେମାନେ ଜଗତରୁ ଉତ୍ପନ୍ନ ହୋଇ ନାହଁ, ବରଂ ମୁଁ ତୁମ୍ଭମାନଙ୍କୁ ଜଗତ ମଧ୍ୟରୁ ମନୋନୀତ କରିଅଛି, ଏଥି ନିମନ୍ତେ ଜଗତ ତୁମ୍ଭମାନଙ୍କୁ ଘୃଣା କରେ। BSB BSB: If you were of the world, it would love you as its own. Instead, the world hates you, because you are not of the world, but I have chosen you out of the world.
20 UDB ଦାସ ଆପଣା କର୍ତ୍ତାଠାରୁ ଶ୍ରେଷ୍ଠ ନୁହେଁ, ମୁଁ ତୁମ୍ଭମାନଙ୍କୁ ଏହି ଯେଉଁ ବାକ୍ୟ କହିଅଛି, ତାହା ସ୍ମରଣ କର। ଯଦି ସେମାନେ ମୋତେ ତାଡ଼ନା କରିଅଛନ୍ତି, ତାହାହେଲେ ତୁମ୍ଭମାନଙ୍କୁ ମଧ୍ୟ ତାଡ଼ନା କରିବେ; ଯଦି ସେମାନେ ମୋହର ବାକ୍ୟ ପାଳନ କରିଅଛନ୍ତି, ତାହାହେଲେ ତୁମ୍ଭମାନଙ୍କର ବାକ୍ୟ ମଧ୍ୟ ପାଳନ କରିବେ। BSB BSB: Remember the word that I spoke to you: ‘No servant is greater than his master.’ If they persecuted Me, they will persecute you as well; if they kept My word, they will keep yours as well.
21 UDB କିନ୍ତୁ ସେମାନେ ମୋହର ପ୍ରେରଣକର୍ତ୍ତାଙ୍କୁ ଜାଣି ନ ଥିବାରୁ ମୋହର ନାମ ସକାଶେ ତୁମ୍ଭମାନଙ୍କ ପ୍ରତି ଏହି ସମସ୍ତ କରିବେ। BSB BSB: But they will treat you like this because of My name, since they do not know the One who sent Me.
22 UDB ଯଦି ମୁଁ ଆସି ସେମାନଙ୍କୁ କହି ନ ଥାଆନ୍ତି, ତାହାହେଲେ ସେମାନଙ୍କ ପାପ ହୋଇ ନ ଥାଆନ୍ତା; କିନ୍ତୁ ଏବେ ସେମାନଙ୍କ ପାପ ବିଷୟରେ ସେମାନେ କୌଣସି ବାହାନା କରି ପାରନ୍ତି ନାହିଁ। BSB BSB: If I had not come and spoken to them, they would not be guilty of sin. Now, however, they have no excuse for their sin.
23 UDB ଯେ ମୋତେ ଘୃଣା କରେ, ସେ ମୋର ପିତାଙ୍କୁ ମଧ୍ୟ ଘୃଣା କରେ। BSB BSB: Whoever hates Me hates My Father as well.
24 UDB ଯେଉଁ କର୍ମସବୁ ଆଉ କେହି କରି ନାହିଁ, ମୁଁ ଯଦି ସେହି ସବୁ ସେମାନଙ୍କ ମଧ୍ୟରେ କରି ନ ଥାଆନ୍ତି, ତାହାହେଲେ ସେମାନଙ୍କର ପାପ ହୋଇ ନ ଥାଆନ୍ତା; କିନ୍ତୁ ଏବେ ସେମାନେ ଦେଖିଅଛନ୍ତି, ଆଉ ମୋତେ ଓ ମୋହର ପିତା ଉଭୟଙ୍କୁ ଘୃଣା କରିଅଛନ୍ତି। BSB BSB: If I had not done among them the works that no one else did, they would not be guilty of sin; but now they have seen and hated both Me and My Father.
25 UDB ମାତ୍ର ସେମାନେ ଅକାରଣରେ ମୋତେ ଘୃଣା କଲେ, ସେମାନଙ୍କ ମୋଶାଙ୍କ ବ୍ୟବସ୍ଥାରେ ଲିଖିତ ଏହି ବାକ୍ୟ ଯେପରି ସଫଳ ହୁଏ, ଏଥି ନିମନ୍ତେ ଏପରି ଘଟୁଅଛି। BSB BSB: But this is to fulfill what is written in their Law: ‘They hated Me without reason.’
27 UDB ଆଉ, ତୁମ୍ଭେମାନେ ମଧ୍ୟ ସାକ୍ଷୀ, କାରଣ ତୁମ୍ଭେମାନେ ଆରମ୍ଭରୁ ମୋ' ସହିତ ରହିଅଛ। BSB BSB: And you also must testify, because you have been with Me from the beginning.
Select verses for actions: Enter goes to them and Escape comes back.