1 UDB ଏଥିଉତ୍ତାରେ ଯୀଶୁ ତିବିରୀୟା ସମୁଦ୍ରକୂଳରେ ଶିଷ୍ୟମାନଙ୍କୁ ପୁନର୍ବାର ଦର୍ଶନ ଦେଲେ। ସେ ଏହି ପ୍ରକାରେ ଦର୍ଶନ ଦେଲେ; BSB BSB: Later, by the Sea of Tiberias, Jesus again revealed Himself to the disciples. He made Himself known in this way:
2 UDB ଶିମୋନ ପିତର, ଥୋମା, ଯାହାଙ୍କୁ ଦିଦୁମ କହନ୍ତି, ଗାଲିଲୀର କାନ୍ନାନିବାସୀ ନିଥନିୟେଲ, ଜେବଦୀଙ୍କ ପୁତ୍ରମାନେ ଓ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଆଉ ଦୁଇ ଜଣ ଏକତ୍ର ଥିଲେ। BSB BSB: Simon Peter, Thomas called Didymus, Nathanael from Cana in Galilee, the sons of Zebedee, and two other disciples were together.
3 UDB ଶିମୋନ ପିତର ସେମାନଙ୍କୁ କହିଲେ, ମୁଁ ମାଛ ଧରିବାକୁ ଯାଉଅଛି। ସେମାନେ ତାଙ୍କୁ କହିଲେ, ଆମ୍ଭେମାନେ ମଧ୍ୟ ତୁମ୍ଭ ସାଙ୍ଗରେ ଯିବୁ। ସେମାନେ ବାହାରିଯାଇ ନୌକାରେ ଚଢ଼ିଲେ, ଆଉ ସେହି ରାତିରେ କିଛି ଧରି ପାରିଲେ ନାହିଁ। BSB BSB: Simon Peter told them, “I am going fishing.” “We will go with you,” they said. So they went out and got into the boat, but caught nothing that night.
4 UDB କିନ୍ତୁ ପାହାନ୍ତା ହେଲା ଉତ୍ତାରେ ଯୀଶୁ କୂଳରେ ଠିଆ ହେଲେ; ତଥାପି ସେ ଯୀଶୁ ବୋଲି ଶିଷ୍ୟମାନେ ଜାଣିଲେ ନାହିଁ। BSB BSB: Early in the morning, Jesus stood on the shore, but the disciples did not recognize that it was Jesus.
5 UDB ଯୀଶୁ ସେମାନଙ୍କୁ କହିଲେ, ପିଲାମାନେ ତୁମ୍ଭମାନଙ୍କ ପାଖରେ କ'ଣ କିଛି ଖାଇବାର ଅଛି? ସେମାନେ ତାହାଙ୍କୁ ଉତ୍ତର ଦେଲେ, ନାହିଁ। BSB BSB: So He called out to them, “Children, do you have any fish?” “No,” they answered.
6 UDB ସେ ସେମାନଙ୍କୁ କହିଲେ, ନୌକାର ଡାହାଣ ପାଖରେ ଜାଲ ପକାଅ, ଆଉ ତୁମ୍ଭେମାନେ ପାଇବ। ସେଥିରେ ସେମାନେ ଜାଲ ପକାଇଲେ, ଆଉ ଏତେ ମାଛ ପଡ଼ିଲା ଯେ, ସେମାନେ ତାହା ଟାଣି ପାରିଲେ ନାହିଁ। BSB BSB: He told them, “Cast the net on the right side of the boat, and you will find some.” So they cast it there, and they were unable to haul it in because of the great number of fish.
7 UDB ସେଥିରେ ଯୀଶୁ ଯେଉଁ ଶିଷ୍ୟଙ୍କୁ ପ୍ରେମ କରୁଥିଲେ, ସେ ପିତରଙ୍କୁ କହିଲେ, ଏ ତ ପ୍ରଭୁ। ଶିମୋନ ପିତର ଏ ତ ପ୍ରଭୁ ବୋଲି ଶୁଣି ଅଙ୍ଗରଖା ନ ପିନ୍ଧି ଥିବାରୁ ଆପଣା ଅଙ୍ଗରଖା ପିନ୍ଧି ସମୁଦ୍ରକୁ ଡେଇଁପଡ଼ିଲେ; BSB BSB: Then the disciple whom Jesus loved said to Peter, “It is the Lord!” As soon as Simon Peter heard that it was the Lord, he put on his outer garment (for he had removed it) and jumped into the sea.
8 UDB କିନ୍ତୁ ଅନ୍ୟ ଶିଷ୍ୟମାନେ ମାଛରେ ଭର୍ତ୍ତି ହୋଇଥିବା ଜାଲ ଟାଣି ଟାଣି ସାନ ନାଆରେ ଆସିଲେ, କାରଣ ସେମାନେ କୂଳରୁ ଅଧିକ ଦୂରରେ ନ ଥିଲେ, କେବଳ ପ୍ରାୟ ଦୁଇ ଶହ ହାତ ଦୂରରେ ଥିଲେ। BSB BSB: The other disciples came ashore in the boat. They dragged in the net full of fish, for they were not far from land, only about a hundred yards.
9 UDB ସେମାନେ କୂଳରେ ଓହ୍ଳାଇ ସେଠାରେ ଅଙ୍ଗାରର ନିଆଁ, ପୁଣି, ତାହା ଉପରେ ଭଜା ମାଛ ଓ ରୁଟି ଥୁଆ ହୋଇଥିବା ଦେଖିଲେ। BSB BSB: When they landed, they saw a charcoal fire there with fish on it, and some bread.
10 UDB ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭେମାନେ ଏବେ ଯେଉଁ ମାଛ ଧରିଅଛ, ସେଥିରୁ କିଛି ଆଣ। BSB BSB: Jesus told them, “Bring some of the fish you have just caught.”
11 UDB ଶିମୋନ ପିତର ଯାଇ ଏକ ଶହ ତେପନ ବଡ଼ ବଡ଼ ମାଛରେ ଭର୍ତ୍ତି ହୋଇଥିବା ଜାଲ କୂଳକୁ ଟାଣି ଆଣିଲେ; ଆଉ ଏତେ ମାଛରେ ସୁଦ୍ଧା ଜାଲ ଛିଣ୍ଡିଲା ନାହିଁ। BSB BSB: So Simon Peter went aboard and dragged the net ashore. It was full of large fish, 153, but even with so many, the net was not torn.
12 UDB ଯୀଶୁ ସେମାନଙ୍କୁ କହିଲେ, ଆସି ଭୋଜନ କର। ଶିଷ୍ୟମାନଙ୍କ ମଧ୍ୟରୁ କେହି ତୁମ୍ଭେ କିଏ ବୋଲି ତାହାଙ୍କୁ ପଚାରିବାକୁ ସାହସ କରୁ ନ ଥିଲେ, କାରଣ ସେ ଯେ ପ୍ରଭୁ, ଏହା ସେମାନେ ଜାଣିଥିଲେ। BSB BSB: “Come, have breakfast,” Jesus said to them. None of the disciples dared to ask Him, “Who are You?” They knew it was the Lord.
13 UDB ଯୀଶୁ ଆସି ରୁଟି ଘେନି ସେମାନଙ୍କୁ ଦେଲେ, ଆଉ ସେହି ପ୍ରକାରେ ମାଛ ମଧ୍ୟ ଦେଲେ। BSB BSB: Jesus came and took the bread and gave it to them, and He did the same with the fish.
14 UDB ମୃତମାନଙ୍କ ମଧ୍ୟରୁ ଉତ୍ଥିତ ହେଲା ଉତ୍ତାରେ ଯୀଶୁ ଶିଷ୍ୟମାନଙ୍କୁ ଏହି ତୃତୀୟ ଥର ଦର୍ଶନ ଦେଲେ। BSB BSB: This was now the third time that Jesus appeared to the disciples after He was raised from the dead.
15 UDB ସେମାନେ ଭୋଜନ କଲା ଉତ୍ତାରେ ଯୀଶୁ ଶିମୋନ ପିତରଙ୍କୁ ପଚାରିଲେ, ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କ'ଣ ମୋତେ ଏମାନଙ୍କଠାରୁ ଅଧିକ ପ୍ରେମ କରୁଅଛ? ସେ ତାହାଙ୍କୁ କହିଲେ, ହଁ, ପ୍ରଭୁ, ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ସେ ତାଙ୍କୁ କହିଲେ, ମୋହର ମେଷଶାବକମାନଙ୍କୁ ଚରାଅ। BSB BSB: When they had finished eating, Jesus asked Simon Peter, “Simon son of John, do you love Me more than these?” “Yes, Lord,” he answered, “You know I love You.” Jesus replied, “Feed My lambs.”
16 UDB ସେ ପୁନର୍ବାର ଦ୍ୱିତୀୟ ଥର ତାଙ୍କୁ ପଚାରିଲେ, ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କ'ଣ ମୋତେ ପ୍ରେମ କରୁଅଛ? ସେ ତାହାଙ୍କୁ କହିଲେ, ହଁ, ପ୍ରଭୁ, ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ସେ ତାଙ୍କୁ କହିଲେ, ମୋହର ମେଷମାନଙ୍କୁ ପ୍ରତିପାଳନ କର। BSB BSB: Jesus asked a second time, “Simon son of John, do you love Me?” “Yes, Lord,” he answered, “You know I love You.” Jesus told him, “Shepherd My sheep.”
17 UDB ସେ ତୃତୀୟ ଥର ତାଙ୍କୁ ପଚାରିଲେ, ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କ'ଣ ମୋତେ ସ୍ନେହ କରୁଅଛ? ତୁମ୍ଭେ କ'ଣ ମୋତେ ସ୍ନେହ କରୁଅଛ, ଏହା କହି ସେ ତୃତୀୟ ଥର ପିତରଙ୍କୁ ପଚାରିବାରୁ ସେ ଦୁଃଖିତ ହୋଇ ତାହାଙ୍କୁ କହିଲେ, ପ୍ରଭୁ, ଆପଣ ସମସ୍ତ ବିଷୟ ଜାଣନ୍ତି; ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ଯୀଶୁ ତାଙ୍କୁ କହିଲେ, ମୋହର ମେଷମାନଙ୍କୁ ଚରାଅ। BSB BSB: Jesus asked a third time, “Simon son of John, do you love Me?” Peter was deeply hurt that Jesus had asked him a third time, “Do you love Me?” “Lord, You know all things,” he replied. “You know I love You.” Jesus said to him, “Feed My sheep.
18 UDB ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, ଯୁବକ ଥିବା ସମୟରେ ତୁମ୍ଭେ ଆପଣା କଟି ବନ୍ଧନ କରି ଯେଉଁ ଆଡ଼େ ଇଚ୍ଛା, ସେହି ଆଡ଼େ ଭ୍ରମଣ କରୁଥିଲ, କିନ୍ତୁ ବୃଦ୍ଧ ହେଲେ ତୁମ୍ଭେ ଆପଣା ହସ୍ତ ବିସ୍ତାର କରିବ ଓ ଅନ୍ୟ ଜଣେ ତୁମ୍ଭର କଟି ବନ୍ଧନ କରି, ଯେଉଁ ଆଡ଼େ ତୁମ୍ଭର ଇଚ୍ଛା ନ ଥିବ, ସେଆଡ଼େ ତୁମ୍ଭକୁ ଘେନିଯିବ। BSB BSB: Truly, truly, I tell you, when you were young, you dressed yourself and walked where you wanted; but when you are old, you will stretch out your hands, and someone else will dress you and lead you where you do not want to go.” 19 UDB ସେ କେଉଁ ପ୍ରକାର ମୃତ୍ୟୁଭୋଗ ଦ୍ୱାରା ଈଶ୍ୱରଙ୍କୁ ଗୌରବାନ୍ୱିତ କରିବେ, ସେଥିର ସୂଚନା ଦେଇ ସେ ଏହା କହିଲେ। ଏହା କହିଲା ଉତ୍ତାରେ ସେ ତାଙ୍କୁ କହିଲେ, ମୋହର ଅନୁଗାମୀ ହୁଅ। BSB BSB: Jesus said this to indicate the kind of death by which Peter would glorify God. And after He had said this, He told him, “Follow Me.”
21 UDB ପିତର ତାଙ୍କୁ ଦେଖି ଯୀଶୁଙ୍କୁ ପଚାରିଲେ, ପ୍ରଭୁ, ଏହାର ବିଷୟରେ କ'ଣ? BSB BSB: When Peter saw him, he asked, “Lord, what about him?”
22 UDB ଯୀଶୁ ତାଙ୍କୁ କହିଲେ, ମୋହର ଆଗମନ ପର୍ଯ୍ୟନ୍ତ ସେ ରହୁ ବୋଲି ଯଦି ମୁଁ ଇଚ୍ଛା କରେ, ତାହାହେଲେ ସେଥିରେ ତୁମ୍ଭର କ'ଣ ଅଛି? ତୁମ୍ଭେ ମୋହର ଅନୁଗାମୀ ହୁଅ। BSB BSB: Jesus answered, “If I want him to remain until I return, what is that to you? You follow Me!”
23 UDB ସେଥିରେ ସେହି ଶିଷ୍ୟ ଯେ ମରିବ ନାହିଁ, ଭାଇମାନଙ୍କ ମଧ୍ୟରେ ଏହି କଥା ବ୍ୟାପିଗଲା, ମାତ୍ର ସେ ମରିବ ନାହିଁ ବୋଲି ଯୀଶୁ ତାଙ୍କୁ କହି ନ ଥିଲେ, କିନ୍ତୁ ମୋହର ଆଗମନ ପର୍ଯ୍ୟନ୍ତ ସେ ରହୁ ବୋଲି ଯଦି ମୁଁ ଇଚ୍ଛା କରେ, ତାହାହେଲେ ସେଥିରେ ତୁମ୍ଭର କ'ଣ ଅଛି ବୋଲି କହିଥିଲେ। BSB BSB: Because of this, the rumor spread among the brothers that this disciple would not die. However, Jesus did not say that he would not die, but only, “If I want him to remain until I return, what is that to you?”
25 UDB ପୁଣି, ଯୀଶୁ ଆହୁରି ଅନେକ ଅନେକ କର୍ମ ମଧ୍ୟ କରିଥିଲେ; ସେହି ସବୁ ଯଦି ଗୋଟି ଗୋଟି କରି ଲେଖା ଯାଆନ୍ତା, ତାହାହେଲେ ଏତେ ପୁସ୍ତକ ଲେଖା ହୁଅନ୍ତା ଯେ, ମୋହର ବିଚାରରେ ସମୁଦାୟ ଜଗତରେ ସୁଦ୍ଧା ସେହି ସବୁ ରଖିବା ନିମନ୍ତେ ସ୍ଥାନ ହୁଅନ୍ତା ନାହିଁ। BSB BSB: There are many more things that Jesus did. If all of them were written down, I suppose that not even the world itself would have space for the books that would be written.
Select verses for actions: Enter goes to them and Escape comes back.