1 UDB ଯୀଶୁ ଯେ ଯୋହନଙ୍କ ଅପେକ୍ଷା ଅଧିକ ଶିଷ୍ୟ କରୁଅଛନ୍ତି ଓ ବାପ୍ତିସ୍ମ ଦେଉଅଛନ୍ତି BSB BSB: When Jesus realized that the Pharisees were aware He was gaining and baptizing more disciples than John
2 UDB (ଯଦ୍ୟପି ଯୀଶୁ ଆପେ ବାପ୍ତିସ୍ମ ଦେଉ ନ ଥିଲେ, ମାତ୍ର ତାହାଙ୍କ ଶିଷ୍ୟମାନେ ଦେଉଥିଲେ), ଏହା ଫାରୂଶୀମାନେ ଶୁଣିଅଛନ୍ତି ବୋଲି ଯେତେବେଳେ ପ୍ରଭୁ ଜାଣିଲେ, BSB BSB: (although it was not Jesus who baptized, but His disciples),
3 UDB ସେତେବେଳେ ସେ ଯିହୂଦା ପ୍ରଦେଶ ପରିତ୍ୟାଗ କରି ପୁନର୍ବାର ଗାଲିଲୀକୁ ପ୍ରସ୍ଥାନ କଲେ। BSB BSB: He left Judea and returned to Galilee.
4 UDB କିନ୍ତୁ ଶମିରୋଣ ମଧ୍ୟ ଦେଇ ତାହାଙ୍କୁ ଯିବାକୁ ପଡ଼ିଲା। BSB BSB: Now He had to pass through Samaria.
5 UDB ତେଣୁ ସେ ଯାଇ ଯାକୁବ ଆପଣା ପୁତ୍ର ଯୋଷେଫଙ୍କୁ ଯେଉଁ ଭୂମିଖଣ୍ଡିକ ଦାନ କରିଥିଲେ, ସେଥିର ନିକଟବର୍ତ୍ତୀ ସୁଖାର ନାମକ ଶମିରୋଣର ଗୋଟିଏ ନଗରରେ ପହଞ୍ଚିଲେ; BSB BSB: So He came to a town of Samaria called Sychar, near the plot of ground that Jacob had given to his son Joseph.
6 UDB ସେହି ସ୍ଥାନରେ ଯାକୁବଙ୍କ କୂପ ଥିଲା। ଅତଏବ, ଯୀଶୁ ପଥଶ୍ରାନ୍ତ ହୋଇଥିବାରୁ ସେହି କୂପ ନିକଟରେ ବସିପଡ଼ିଲେ। ସେତେବେଳେ ମଧ୍ୟାହ୍ନ ହୋଇଥିଲା। BSB BSB: Since Jacob’s well was there, Jesus, weary from His journey, sat down by the well. It was about the sixth hour.
7 UDB ଆଉ, ଜଣେ ଶମିରୋଣୀୟା ସ୍ତ୍ରୀ ପାଣି କାଢ଼ିବା ନିମନ୍ତେ ଆସିଲା। ଯୀଶୁ ତାହାକୁ କହିଲେ, ମୋତେ ପିଇବାକୁ ଦିଅ। BSB BSB: When a Samaritan woman came to draw water, Jesus said to her, “Give Me a drink.”
8 UDB କାରଣ ତାହାଙ୍କର ଶିଷ୍ୟମାନେ ଖାଦ୍ୟ କିଣିବା ନିମନ୍ତେ ନଗରକୁ ଯାଇଥିଲେ। BSB BSB: (His disciples had gone into the town to buy food.)
9 UDB ସେଥିରେ ଶମିରୋଣୀୟା ସ୍ତ୍ରୀ ତାହାଙ୍କୁ କହିଲା, ଆପଣ ଜଣେ ଯିହୂଦୀ ହୋଇ କିପରି ଶମିରୋଣୀୟା ସ୍ତ୍ରୀ ଯେ ମୁଁ, ମୋ' ହାତରୁ ପିଇବାକୁ ମାଗୁଅଛନ୍ତି? କାରଣ ଶମିରୋଣୀୟମାନଙ୍କ ସହିତ ଯିହୂଦୀମାନଙ୍କର ବ୍ୟବହାର ନାହିଁ। BSB BSB: “You are a Jew,” said the woman. “How can You ask for a drink from me, a Samaritan woman?” (For Jews do not associate with Samaritans.)
10 UDB ଯୀଶୁ ତାହାକୁ ଉତ୍ତର ଦେଲେ, ଈଶ୍ୱରଙ୍କ ଦାନ ଓ ମୋତେ ପିଇବାକୁ ଦିଅ ବୋଲି ଯେ ତୁମ୍ଭକୁ କହୁଅଛନ୍ତି, ସେ କିଏ, ଏହା ଯଦି ତୁମ୍ଭେ ଜାଣିଥାଆନ୍ତ, ତାହାହେଲେ ତୁମ୍ଭେ ତାହାଙ୍କୁ ମାଗିଥାଆନ୍ତ, ଆଉ ସେ ତୁମ୍ଭକୁ ଜୀବନ୍ତ ଜଳ ଦେଇଥାଆନ୍ତେ। BSB BSB: Jesus answered, “If you knew the gift of God and who is asking you for a drink, you would have asked Him, and He would have given you living water.”
11 UDB ସେହି ସ୍ତ୍ରୀଲୋକ ତାହାଙ୍କୁ କହିଲା, ମହାଶୟ, ଜଳ କାଢ଼ିବା ନିମନ୍ତେ ଆପଣଙ୍କ ନିକଟରେ କୌଣସି ପାତ୍ର ନାହିଁ ପୁଣି, କୂଅ ତ ଗଭୀର; ତେବେ ଆପଣ କେଉଁଠାରୁ ସେହି ଜୀବନ୍ତ ଜଳ ପାଇଅଛନ୍ତି? BSB BSB: “Sir,” the woman replied, “You have nothing to draw with and the well is deep. Where then will You get this living water?
12 UDB ଆମ୍ଭମାନଙ୍କର ଯେଉଁ ପିତୃପୁରୁଷ ଯାକୁବ ଆମ୍ଭମାନଙ୍କୁ ଏହି କୂଅ ଦେଇଥିଲେ, ଆଉ ଆପେ, ପୁଣି, ତାଙ୍କ ପୁତ୍ରମାନେ ଓ ପଶୁପଲ ଏଥିରୁ ପାନ କରିଥିଲେ, ତାଙ୍କଠାରୁ କି ଆପଣ ଶ୍ରେଷ୍ଠ? BSB BSB: Are You greater than our father Jacob, who gave us this well and drank from it himself, as did his sons and his livestock?”
13 UDB ଯୀଶୁ ତାହାକୁ ଉତ୍ତର ଦେଲେ, ଯେ କେହି ଏହି ଜଳ ପାନ କରେ, ସେ ପୁନର୍ବାର ତୃଷିତ ହେବ; BSB BSB: Jesus said to her, “Everyone who drinks this water will be thirsty again.
14 UDB କିନ୍ତୁ ମୁଁ ଯେଉଁ ଜଳ ଦେବି, ତାହା ଯେ କେହି ପାନ କରିବ, ସେ କେବେ ହେଁ ତୃଷିତ ହେବ ନାହିଁ, ବରଂ ମୁଁ ତାହାକୁ ଯେଉଁ ଜଳ ଦେବି, ତାହା ଅନନ୍ତ ଜୀବନଦାୟକ ଜଳର ନିର୍ଝର ସ୍ୱରୂପେ ତାହାଠାରେ ଉଚ୍ଛୁଳି ଉଠୁଥିବ। BSB BSB: But whoever drinks the water I give him will never thirst. Indeed, the water I give him will become in him a fount of water springing up to eternal life.”
15 UDB ସ୍ତ୍ରୀଲୋକଟି ତାହାଙ୍କୁ କହିଲା, ମହାଶୟ, ମୋତେ ଯେପରି ଶୋଷ ନ ଲାଗେ, ପୁଣି, ପାଣି କାଢ଼ିବା ନିମନ୍ତେ ଏତେ ବାଟ ଏଠାକୁ ଆସିବାକୁ ନ ପଡ଼େ, ଏଥି ନିମନ୍ତେ ମୋତେ ସେହି ଜଳ ଦିଅନ୍ତୁ। BSB BSB: The woman said to Him, “Sir, give me this water so that I will not get thirsty and have to keep coming here to draw water.”
16 UDB ଯୀଶୁ ତାକୁ କହିଲେ, ଯାଅ, ତୁମ୍ଭ ସ୍ୱାମୀକୁ ଡାକି ଏଠାକୁ ଆସ। BSB BSB: Jesus told her, “Go, call your husband and come back.”
17 UDB ସ୍ତ୍ରୀଲୋକଟି ତାହାଙ୍କୁ ଉତ୍ତର ଦେଲା, ମୋର ସ୍ୱାମୀ ନାହିଁ। ଯୀଶୁ ତାଙ୍କୁ କହିଲେ, ମୋହର ସ୍ୱାମୀ ନାହିଁ, ଏହା ତ ଠିକ କହିଲ; BSB BSB: “I have no husband,” the woman replied. Jesus said to her, “You are correct to say that you have no husband.
18 UDB କାରଣ ତୁମ୍ଭର ପାଞ୍ଚ ସ୍ୱାମୀ ଥିଲେ, ଆଉ ବର୍ତ୍ତମାନ ତୁମ୍ଭ ପାଖରେ ଯେ ଅଛି, ସେ ତୁମ୍ଭର ସ୍ୱାମୀ ନୁହେଁ; ଏହା ସତ୍ୟ କହିଅଛ। BSB BSB: In fact, you have had five husbands, and the man you now have is not your husband. You have spoken truthfully.”
19 UDB ସ୍ତ୍ରୀଲୋକଟି ତାହାଙ୍କୁ କହିଲା, ମହାଶୟ, ଆପଣ ଯେ ଜଣେ ଭାବବାଦୀ, ଏହା ମୁଁ ଜାଣି ପାରୁଅଛି। BSB BSB: “Sir,” the woman said, “I see that You are a prophet.
21 UDB ଯୀଶୁ ତାହାକୁ କହିଲେ, ଆଗୋ ନାରୀ, ମୋ' କଥା ବିଶ୍ୱାସ କର, ଯେଉଁ ସମୟରେ ତୁମ୍ଭେମାନେ ଏହି ପର୍ବତରେ କିମ୍ବା ଯିରୂଶାଲମରେ ପିତାଙ୍କର ଉପାସନା କରିବ ନାହିଁ, ଏପରି ସମୟ ଆସୁଅଛି। BSB BSB: “Believe Me, woman,” Jesus replied, “a time is coming when you will worship the Father neither on this mountain nor in Jerusalem.
23 UDB କିନ୍ତୁ ଯେଉଁ ସମୟରେ ସତ୍ୟ ଉପାସକମାନେ ଆତ୍ମାରେ ଓ ସତ୍ୟରେ ପିତାଙ୍କର ଉପାସନା କରିବେ, ସେପରି ସମୟ ଆସୁଅଛି; ପୁଣି, ବର୍ତ୍ତମାନ ସୁଦ୍ଧା ଉପସ୍ଥିତ; କାରଣ ପିତା ଏହି ପ୍ରକାର ଉପାସକ ଚାହାନ୍ତି। BSB BSB: But a time is coming and has now come when the true worshipers will worship the Father in spirit and in truth, for the Father is seeking such as these to worship Him.
24 UDB ଈଶ୍ୱର ଆତ୍ମା ଅଟନ୍ତି, ପୁଣି, ଯେଉଁମାନେ ତାହାଙ୍କର ଉପାସନା କରନ୍ତି, ସେମାନେ ଆତ୍ମାରେ ଓ ସତ୍ୟରେ ଉପାସନା କରିବା ଉଚିତ୍। BSB BSB: God is Spirit, and His worshipers must worship Him in spirit and in truth.”
25 UDB ସ୍ତ୍ରୀଲୋକଟି ତାହାଙ୍କୁ କହିଲା, ମସୀହ, ଯାହାଙ୍କୁ ଖ୍ରୀଷ୍ଟ କହନ୍ତି, ସେ ଆସୁଅଛନ୍ତି ବୋଲି ମୁଁ ଜାଣେ; ଯେତେବେଳେ ସେ ଆସିବେ, ସେ ଆମ୍ଭମାନଙ୍କୁ ସମସ୍ତ ବିଷୟ ଜଣାଇବେ। BSB BSB: The woman said, “I know that Messiah” (called Christ) “is coming. When He comes, He will explain everything to us.”
26 UDB ଯୀଶୁ ତାହାକୁ କହିଲେ, ତୁମ୍ଭ ସହିତ କଥା କହୁଅଛି ଯେ ମୁଁ, ମୁଁ ସେହି ଅଟେ। BSB BSB: Jesus answered, “I who speak to you am He.”
27 UDB ଏପରି ସମୟରେ ତାହାଙ୍କର ଶିଷ୍ୟମାନେ ଆସି ତାହାଙ୍କୁ ଜଣେ ସ୍ତ୍ରୀଲୋକ ସହିତ କଥାବାର୍ତ୍ତା କରୁଥିବା ଦେଖି ଚମତ୍କୃତ ହେଲେ, ତଥାପି ଆପଣ କ'ଣ ଚାହାନ୍ତି, କିମ୍ବା କାହିଁକି ତାହା ସାଙ୍ଗରେ କଥା କହୁଅଛନ୍ତି, ଏହା କେହି ପଚାରିଲେ ନାହିଁ। BSB BSB: Just then His disciples returned and were surprised that He was speaking with a woman. But no one asked Him, “What do You want from her?” or “Why are You talking with her?”
28 UDB ସେଥିରେ ସେହି ସ୍ତ୍ରୀ ଆପଣା ଜଳପାତ୍ର ଥୋଇଦେଇ ନଗରକୁ ଯାଇ ଲୋକମାନଙ୍କୁ କହିଲା, ଆସ, ଜଣଙ୍କୁ ଦେଖିବ, BSB BSB: Then the woman left her water jar, went back into the town, and said to the people,
29 UDB ମୁଁ ଯାହା ଯାହା କରିଅଛି, ସେହି ସବୁ ସେ ମୋତେ କହିଲେ; ସେ କେଜାଣି ଖ୍ରୀଷ୍ଟ ହେବେ ପରା? BSB BSB: “Come, see a man who told me everything I ever did. Could this be the Christ?”
30 UDB ଏଥିରେ ଲୋକେ ନଗରରୁ ବାହାରି ତାହାଙ୍କ ନିକଟକୁ ଯିବାକୁ ଲାଗିଲେ। BSB BSB: So they left the town and made their way toward Jesus.
31 UDB ଇତିମଧ୍ୟରେ ଶିଷ୍ୟମାନେ ତାହାଙ୍କୁ ଅନୁରୋଧ କରି କହିଲେ, ହେ ଗୁରୁ, ଭୋଜନ କରନ୍ତୁ। BSB BSB: Meanwhile the disciples urged Him, “Rabbi, eat something.”
32 UDB କିନ୍ତୁ ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ଯେଉଁ ଖାଦ୍ୟ ବିଷୟ ଜାଣ ନାହିଁ, ଭୋଜନ କରିବା ନିମନ୍ତେ ମୋହର ଏପରି ଖାଦ୍ୟ ଅଛି। BSB BSB: But He told them, “I have food to eat that you know nothing about.”
33 UDB ତେଣୁ ଶିଷ୍ୟମାନେ ପରସ୍ପର କହିବାକୁ ଲାଗିଲେ, କେହି ତାହାଙ୍କୁ ଖାଦ୍ୟ ଆଣି ଦେଇଛି ପରା? BSB BSB: So the disciples asked one another, “Could someone have brought Him food?”
34 UDB ଯୀଶୁ ସେମାନଙ୍କୁ କହିଲେ, ମୋହର ପ୍ରେରଣକର୍ତ୍ତାଙ୍କ ଇଚ୍ଛା ସାଧନ କରିବା ଓ ତାହାଙ୍କର କାର୍ଯ୍ୟ ସମାପ୍ତ କରିବା, ଏହା ହିଁ ମୋହର ଖାଦ୍ୟ। BSB BSB: Jesus explained, “My food is to do the will of Him who sent Me and to finish His work.
35 UDB ଶସ୍ୟ କାଟିବାକୁ ଆହୁରି ଚାରି ମାସ ଅଛି, ଏହା କି ତୁମ୍ଭେମାନେ କହୁ ନାହଁ? ଦେଖ, ମୁଁ ତୁମ୍ଭମାନଙ୍କୁ କହୁଅଛି, କ୍ଷେତ୍ରଗୁଡ଼ିକ ପ୍ରତି ଦୃଷ୍ଟିପାତ କର; ସେହି ସବୁ କଟାଯିବା ନିମନ୍ତେ ପାଚିଗଲାଣି। BSB BSB: Do you not say, ‘There are still four months until the harvest’? I tell you, lift up your eyes and look at the fields, for they are ripe for harvest.
36 UDB ଏବେ ସୁଦ୍ଧା କଟାଳି ମୂଳ ପାଉଅଛି ଓ ଅନନ୍ତ ଜୀବନ ନିମନ୍ତେ ଫଳ ସଂଗ୍ରହ କରୁଅଛି, ଯେପରି ବୁଣାଳୀ ଓ କଟାଳି ଉଭୟ ମିଳି ଆନନ୍ଦ କରନ୍ତି। BSB BSB: Already the reaper draws his wages and gathers a crop for eternal life, so that the sower and the reaper may rejoice together.
37 UDB କାରଣ ଜଣେ ବୁଣେ ଓ ଅନ୍ୟ ଜଣେ କାଟେ, ଏହି କଥା ଏ ସମ୍ବନ୍ଧରେ ସତ୍ୟ। BSB BSB: For in this case the saying ‘One sows and another reaps’ is true.
38 UDB ତୁମ୍ଭେମାନେ ଯାହା ନିମନ୍ତେ ପରିଶ୍ରମ କରି ନାହଁ, ତାହା କାଟିବା ପାଇଁ ମୁଁ ତୁମ୍ଭମାନଙ୍କୁ ପଠାଇଲି; ଅନ୍ୟମାନେ ପରିଶ୍ରମ କରିଅଛନ୍ତି, ଆଉ ତୁମ୍ଭେମାନେ ସେମାନଙ୍କ ପରିଶ୍ରମର ଫଳ ପାଉଅଛ। BSB BSB: I sent you to reap what you have not worked for; others have done the hard work, and now you have taken up their labor.”
39 UDB ମୁଁ ଯାହା ଯାହା କରିଅଛି, ସେହି ସବୁ ସେ ମୋତେ କହିଲେ ବୋଲି ଯେଉଁ ସ୍ତ୍ରୀଲୋକ ସାକ୍ଷ୍ୟ ଦେଇଥିଲା, ତାହାର କଥା ହେତୁ ସେହି ନଗରର ଶମିରୋଣୀୟମାନଙ୍କ ମଧ୍ୟରୁ ଅନେକେ ତାହାଙ୍କଠାରେ ବିଶ୍ୱାସ କଲେ। BSB BSB: Many of the Samaritans from that town believed in Jesus because of the woman’s testimony, “He told me everything I ever did.”
40 UDB ଅତଏବ, ସେହି ଶମିରୋଣୀୟମାନେ ତାହାଙ୍କ ନିକଟକୁ ଆସି ସେମାନଙ୍କ ସହିତ ରହିବା ନିମନ୍ତେ ତାହାଙ୍କୁ ଅନୁରୋଧ କଲେ, ଆଉ ସେ ଦୁଇ ଦିନ ସେ ସ୍ଥାନରେ ରହିଲେ। BSB BSB: So when the Samaritans came to Him, they asked Him to stay with them, and He stayed two days.
41 UDB ପୁଣି, ତାହାଙ୍କ ବାକ୍ୟ ହେତୁ ଆହୁରି ଅନେକ ଲୋକ ବିଶ୍ୱାସ କଲେ; BSB BSB: And many more believed because of His message.
42 UDB ଆଉ, ସେମାନେ ସେହି ସ୍ତ୍ରୀଲୋକକୁ କହିଲେ, ଏବେ ତୁମ୍ଭ କଥା ହେତୁ ଆମ୍ଭେମାନେ ବିଶ୍ୱାସ କରୁ ନାହୁଁ, ବରଂ ଆମ୍ଭେମାନେ ନିଜେ ନିଜେ ଶୁଣିଅଛୁ, ପୁଣି, ଏ ଯେ ପ୍ରକୃତରେ ଜଗତର ତ୍ରାଣକର୍ତ୍ତା, ଏହା ଆମ୍ଭେମାନେ ଜାଣିଅଛୁ। BSB BSB: They said to the woman, “We now believe not only because of your words; we have heard for ourselves, and we know that this man truly is the Savior of the world.”
43 UDB ସେହି ଦୁଇ ଦିନ ପରେ ସେ ସେଠାରୁ ବାହାରି ଗାଲିଲୀକୁ ଗଲେ। BSB BSB: After two days, Jesus left for Galilee.
44 UDB କାରଣ ଭାବବାଦୀ ସ୍ୱଦେଶରେ ଆଦର ପାଆନ୍ତି ନାହିଁ ବୋଲି ଯୀଶୁ ଆପେ ସାକ୍ଷ୍ୟ ଦେଲେ। BSB BSB: Now He Himself had testified that a prophet has no honor in his own hometown.
45 UDB ପୁଣି, ସେ ଗାଲିଲୀକୁ ଆସନ୍ତେ, ପର୍ବ ସମୟରେ ସେ ଯିରୂଶାଲମରେ ଯାହା ଯାହା କରିଥିଲେ, ସେହି ସବୁ ଦେଖିଥିବାରୁ ଗାଲିଲୀୟମାନେ ତାହାଙ୍କୁ ଗ୍ରହଣ କଲେ, ଯେଣୁ ସେମାନେ ମଧ୍ୟ ପର୍ବକୁ ଯାଇଥିଲେ। BSB BSB: Yet when He arrived, the Galileans welcomed Him. They had seen all the great things He had done in Jerusalem at the feast, for they had gone there as well.
46 UDB ଏଥିମଧ୍ୟରେ ଗାଲିଲୀର ଯେଉଁ କାନ୍ନା ନଗରରେ ସେ ଜଳକୁ ଦ୍ରାକ୍ଷାରସ କରିଥିଲେ, ସେ ସ୍ଥାନକୁ ସେ ପୁନର୍ବାର ଗଲେ। ଆଉ ଜଣେ ରାଜକର୍ମଚାରୀ ଥିଲେ, ତାଙ୍କ ପୁତ୍ର କଫର୍ନାହୂମରେ ପୀଡ଼ିତ ଥିଲା। BSB BSB: So once again He came to Cana in Galilee, where He had turned the water into wine. And there was a royal official whose son lay sick at Capernaum.
47 UDB ଯୀଶୁ ଯିହୂଦା ପ୍ରଦେଶରୁ ଗାଲିଲୀକୁ ବାହାରି ଆସିଅଛନ୍ତି, ଏହା ଶୁଣି ସେ ତାହାଙ୍କ ନିକଟକୁ ଯାଇ ସେ ଯେପରି ଆସି ତାଙ୍କ ପୁତ୍ରକୁ ସୁସ୍ଥ କରନ୍ତି, ଏଥିପାଇଁ ତାହାଙ୍କୁ ଅନୁରୋଧ କରିବାକୁ ଲାଗିଲେ, କାରଣ ସେ ମୃତବତ୍ ହୋଇଥିଲା। BSB BSB: When he heard that Jesus had come from Judea to Galilee, he went and begged Him to come down and heal his son, who was about to die.
48 UDB ସେଥିରେ ଯୀଶୁ ତାଙ୍କୁ କହିଲେ, ଚିହ୍ନ ଓ ଅଦ୍ଭୁତ କର୍ମମାନ ନ ଦେଖିଲେ ତୁମ୍ଭେମାନେ କୌଣସି ପ୍ରକାରେ ବିଶ୍ୱାସ କରିବ ନାହିଁ। BSB BSB: Jesus said to him, “Unless you people see signs and wonders, you will never believe.”
49 UDB ରାଜକର୍ମଚାରୀ ତାହାଙ୍କୁ କହିଲେ, ହେ ପ୍ରଭୁ, ମୋହର ପିଲାଟି ମରିବା ପୂର୍ବରୁ ଆସନ୍ତୁ। BSB BSB: “Sir,” the official said, “come down before my child dies.”
50 UDB ଯୀଶୁ ତାଙ୍କୁ କହିଲେ, ଯାଅ, ତୁମ୍ଭର ପୁଅ ବଞ୍ଚିବ। ଯୀଶୁ ସେହି ବ୍ୟକ୍ତିଙ୍କି ଯେଉଁ ବାକ୍ୟ କହିଲେ, ସେ ତାହା ବିଶ୍ୱାସ କରି ଚାଲିଗଲେ। BSB BSB: “Go,” said Jesus. “Your son will live.” The man took Jesus at His word and departed.
51 UDB ପୁଣି, ସେ ଯାଉ ଯାଉ ତାଙ୍କ ଦାସମାନେ ତାଙ୍କୁ ଭେଟି ତାଙ୍କର ପୁତ୍ର ବଞ୍ଚିଲାଣି ବୋଲି କହିଲେ। BSB BSB: And while he was still on the way, his servants met him with the news that his boy was alive.
52 UDB ତେଣୁ କେଉଁ ଦଣ୍ଡରେ ତାହାର ସୁସ୍ଥତା ହେଲା, ତାହା ସେ ସେମାନଙ୍କୁ ପଚାରିଲେ। ସେଥିରେ ସେମାନେ ତାଙ୍କୁ କହିଲେ, କାଲି ଅପରାହ୍ନ ପ୍ରାୟ ଗୋଟାଏବେଳେ ତାହାକୁ ଜ୍ୱର ଛାଡ଼ିଗଲା। BSB BSB: So he inquired as to the hour when his son had recovered, and they told him, “The fever left him yesterday at the seventh hour.”
53 UDB ଏଥିରେ ପିତା ବୁଝିଲେ ଯେ, ଯୀଶୁ ଯେଉଁ ଦଣ୍ଡରେ ତୁମ୍ଭର ପୁତ୍ର ବଞ୍ଚିଲାଣି ବୋଲି ତାଙ୍କୁ କହିଥିଲେ, ଠିକ୍ ସେହି ସମୟରେ ଏହା ଘଟିଥିଲା। ଆଉ, ସେ ଆପେ ଓ ତାଙ୍କ ସମସ୍ତ ପରିବାର ବିଶ୍ୱାସ କଲେ। BSB BSB: Then the father realized that this was the very hour in which Jesus had told him, “Your son will live.” And he and all his household believed.
54 UDB ଯିହୂଦାରୁ ପୁର୍ନବାର ଗାଲିଲୀକୁ ଆସି ଯୀଶୁ ଏହି ଦ୍ୱିତୀୟ ଆଶ୍ଚର୍ଯ୍ୟକର୍ମ ସାଧନ କଲେ। BSB BSB: This was now the second sign that Jesus performed after coming from Judea into Galilee.