1 UDB ସକାଳ ହୁଅନ୍ତେ, ସମସ୍ତ ପ୍ରଧାନ ଯାଜକମାନେ ପୁଣି, ଲୋକମାନଙ୍କର ପ୍ରାଚୀନବର୍ଗ ଯୀଶୁଙ୍କୁ ବଧ କରିବା ପାଇଁ ତାହାଙ୍କର ବିରୁଦ୍ଧରେ ମନ୍ତ୍ରଣା କଲେ, BSB BSB: When morning came, all the chief priests and elders of the people conspired against Jesus to put Him to death.
4 UDB ମୁଁ ନିର୍ଦ୍ଦୋଷ ରକ୍ତ ସମର୍ପଣ କରି ପାପ କରିଅଛି। କିନ୍ତୁ ସେମାନେ କହିଲେ, ସେଥିରେ ଆମ୍ଭମାନଙ୍କର କଅଣ ଅଛି? BSB BSB: “I have sinned by betraying innocent blood,” he said. “What is that to us?” they replied. “You bear the responsibility.”
6 UDB କିନ୍ତୁ ପ୍ରଧାନ ଯାଜକମାନେ ସେହି ରୌପ୍ୟମୁଦ୍ରାଗୁଡ଼ାକ ନେଇ କହିଲେ, ଏହା ଭଣ୍ଡାରରେ ରଖିବା ବିଧିସଙ୍ଗତ ନୁହେଁ, କାରଣ ଏ ତ ରକ୍ତର ମୂଲ୍ୟ। BSB BSB: The chief priests picked up the pieces of silver and said, “It is unlawful to put this into the treasury, since it is blood money.”
7 UDB ପୁଣି, ସେମାନେ ମନ୍ତ୍ରଣା କରି ବିଦେଶୀମାନଙ୍କର ସମାଧି ନିମନ୍ତେ ସେହି ମୁଦ୍ରାରେ କୁମ୍ଭକାରର କ୍ଷେତ୍ର କିଣିଲେ। BSB BSB: After conferring together, they used the money to buy the potter’s field as a burial place for foreigners.
8 UDB ଏଣୁ ଆଜି ପର୍ଯ୍ୟନ୍ତ ସେହି କ୍ଷେତ୍ରକୁ ରକ୍ତକ୍ଷେତ୍ର ବୋଲି କହନ୍ତି। BSB BSB: That is why it has been called the Field of Blood to this day.
9 UDB ଏଥିରେ ଯିରିମୀୟ ଭାବବାଦୀଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ସଫଳ ହେଲା, ଇସ୍ରାଏଲ ସନ୍ତାନମାନେ ଯାହାଙ୍କ ମୂଲ୍ୟ ନିରୂପଣ କରିଥିଲେ, ତାହାଙ୍କ ମୂଲ୍ୟ ସ୍ୱରୂପ ସେହି ତିରିଶିଗୋଟି ରୌପ୍ୟମୁଦ୍ରା ସେମାନେ ନେଇ BSB BSB: Then what was spoken through Jeremiah the prophet was fulfilled: “They took the thirty pieces of silver, the price set on Him by the people of Israel,
10 UDB ମୋ’ ପ୍ରତି ପ୍ରଭୁଙ୍କ ଆଦେଶ ଅନୁସାରେ କୁମ୍ଭକାରର କ୍ଷେତ୍ର ନିମନ୍ତେ ଦେଲେ। BSB BSB: and they gave them for the potter’s field, as the Lord had commanded me.”
11 UDB ଇତିମଧ୍ୟରେ ଯୀଶୁ ଶାସନକର୍ତ୍ତାଙ୍କ ସମ୍ମୁଖରେ ଠିଆ କରାଗଲେ, ଆଉ ଶାସନକର୍ତ୍ତା ତାହାଙ୍କୁ ପଚାରିଲେ, ତୁମ୍ଭେ କି ଯିହୂଦୀମାନଙ୍କ ରାଜା? ଯୀଶୁ କହିଲେ, ଆପଣ କହୁଅଛନ୍ତି। BSB BSB: Meanwhile Jesus stood before the governor, who questioned Him: “Are You the King of the Jews?” “You have said so,” Jesus replied.
12 UDB ଆଉ, ପ୍ରଧାନ ଯାଜକ ଓ ପ୍ରାଚୀନବର୍ଗ ତାହାଙ୍କ ବିରୁଦ୍ଧରେ ଅଭିଯୋଗ କରନ୍ତେ ସେ କୌଣସି ଉତ୍ତର ଦେଲେ ନାହିଁ। BSB BSB: And when He was accused by the chief priests and elders, He gave no answer.
13 UDB ସେଥିରେ ପୀଲାତ ତାହାଙ୍କୁ କହିଲେ, ଏମାନେ ତୁମ୍ଭ ବିରୁଦ୍ଧରେ କେତେ ସାକ୍ଷ୍ୟ ଦେଉଅଛନ୍ତି, ତାହା କି ଶୁଣୁ ନାହଁ? BSB BSB: Then Pilate asked Him, “Do You not hear how many charges they are bringing against You?”
14 UDB ମାତ୍ର ସେ ତାହାଙ୍କୁ ଗୋଟିଏ କଥାର ହିଁ ପଦେ ହେଲେ ଉତ୍ତର ଦେଲେ ନାହିଁ, ସେଥିରେ ଶାସନକର୍ତ୍ତା ଅତ୍ୟନ୍ତ ଚମତ୍କୃତ ହେଲେ। BSB BSB: But Jesus gave no answer, not even to a single charge, much to the governor’s amazement.
15 UDB କିନ୍ତୁ ପର୍ବ ସମୟରେ ଲୋକସମୂହର ଇଚ୍ଛାନୁସାରେ ଜଣେ ବନ୍ଦୀକୁ ସେମାନଙ୍କ ନିମନ୍ତେ ମୁକ୍ତ କରିବା ଶାସନକର୍ତ୍ତାଙ୍କର ରୀତି ଥିଲା। BSB BSB: Now it was the governor’s custom at the feast to release to the crowd a prisoner of their choosing.
16 UDB ସେତେବେଳେ ସେମାନଙ୍କର ବାରବ୍ବା ନାମକ ଜଣେ ବିଖ୍ୟାତ ବନ୍ଦୀ ଥିଲା। BSB BSB: At that time they were holding a notorious prisoner named Barabbas.
17 UDB ଅତଏବ, ସେମାନେ ଏକତ୍ର ହୋଇଥିବା ସମୟରେ ପୀଲାତ ସେମାନଙ୍କୁ ପଚାରିଲେ, ଆମ୍ଭେ ତୁମ୍ଭମାନଙ୍କ ନିମନ୍ତେ କାହାକୁ ମୁକ୍ତ କରିଦେବା ବୋଲି ତୁମ୍ଭେମାନେ ଇଚ୍ଛା କରୁଅଛ? ବାରବ୍ବାକୁ, ନା ଯାହାକୁ ଖ୍ରୀଷ୍ଟ ବୋଲି କହନ୍ତି, ସେହି ଯୀଶୁକୁ? BSB BSB: So when the crowd had assembled, Pilate asked them, “Which one do you want me to release to you: Barabbas, or Jesus who is called Christ?”
18 UDB କାରଣ ସେମାନେ ଯେ ଇର୍ଷାରେ ତାହାଙ୍କୁ ସମର୍ପଣ କରିଥିଲେ, ତାହା ସେ ଜାଣିଥିଲେ। BSB BSB: For he knew it was out of envy that they had handed Jesus over to him.
19 UDB ଆଉ, ସେ ବିଚାରାସନରେ ବସିଥିବା ସମୟରେ ତାହାଙ୍କ ସ୍ତ୍ରୀ’ ତାହାଙ୍କ ପାଖକୁ କହି ପଠାଇଲେ, ସେହି ଧାର୍ମିକ ଲୋକଙ୍କ କଥାରେ ତୁମ୍ଭେ ଆଦୌ ହାତ ଦିଅ ନାହିଁ, କାରଣ ତାହାଙ୍କ ଯୋଗୁଁ ମୁଁ ଆଜି ସ୍ୱପ୍ନରେ ବହୁତ କଷ୍ଟ ଭୋଗିଅଛି। BSB BSB: While Pilate was sitting on the judgment seat, his wife sent him this message: “Have nothing to do with that innocent man, for I have suffered terribly in a dream today because of Him.”
20 UDB ମାତ୍ର ପ୍ରଧାନ ଯାଜକ ଓ ପ୍ରାଚୀନବର୍ଗ ବାରବ୍ବାକୁ ମାଗିବା ପାଇଁ ଓ ଯୀଶୁଙ୍କୁ ବିନାଶ କରିବା ପାଇଁ ଲୋକସମୂହକୁ ମଣାଇଲେ। BSB BSB: But the chief priests and elders persuaded the crowds to ask for Barabbas and to have Jesus put to death.
21 UDB ମାତ୍ର ଶାସନକର୍ତ୍ତା ସେମାନଙ୍କୁ ଉତ୍ତର ଦେଲେ, ଆମ୍ଭେ ଏ ଉଭୟଙ୍କ ମଧ୍ୟରୁ ତୁମ୍ଭମାନଙ୍କ ନିମନ୍ତେ କାହାକୁ ମୁକ୍ତ କରିବା ବୋଲି ତୁମ୍ଭମାନଙ୍କ ଇଚ୍ଛା? ସେମାନେ କହିଲେ, ବାରବ୍ବାକୁ। BSB BSB: “Which of the two do you want me to release to you?” asked the governor. “Barabbas,” they replied.
22 UDB ପୀଲାତ ସେମାନଙ୍କୁ ପଚାରିଲେ, ତେବେ କାହାକୁ ଖ୍ରୀଷ୍ଟ କହନ୍ତି, ସେହି ଯୀଶୁ ପ୍ରତି କ'ଣ କରିବା? ସେମାନେ ସମସ୍ତେ କହିଲେ, ସେ କ୍ରୁଶରେ ଚଢ଼ାଯାଉ। BSB BSB: “What then should I do with Jesus who is called Christ?” Pilate asked. They all answered, “Crucify Him!”
23 UDB ସେଥିରେ ପୀଲାତ ପଚାରିଲେ, କାହିଁକି, ସେ କି ଦୋଷ କରିଅଛି? କିନ୍ତୁ ସେମାନେ ଅତ୍ୟନ୍ତ ଚିତ୍କାର କରି କହିଲେ, ସେ କ୍ରୁଶରେ ଚଢ଼ାଯାଉ। BSB BSB: “Why?” asked Pilate. “What evil has He done?” But they shouted all the louder, “Crucify Him!”
24 UDB ଏଣୁ ପୀଲାତ ଯେତେବେଳେ ଦେଖିଲେ ଯେ, ସେ କିଛି କରି ପାରୁ ନାହାନ୍ତି, ବରଂ ଆହୁରି ଗଣ୍ଡଗୋଳ ହେଉଅଛି, ସେତେବେଳେ ସେ ପାଣି ନେଇ ଲୋକମାନଙ୍କ ଆଗରେ ହାତ ଧୋଇ କହିଲେ, ଏହି ରକ୍ତପାତରେ ଆମ୍ଭେ ନିର୍ଦ୍ଦୋଷ, ତୁମ୍ଭେମାନେ ତାହା ବୁଝ। BSB BSB: When Pilate saw that he was accomplishing nothing, but that instead a riot was breaking out, he took water and washed his hands before the crowd. “I am innocent of this man’s blood,” he said. “You bear the responsibility.”
26 UDB ସେଥିରେ ସେ ସେମାନଙ୍କ ନିମନ୍ତେ ବାରବ୍ବାକୁ ମୁକ୍ତ କଲେ, ମାତ୍ର ଯୀଶୁଙ୍କୁ କୋରଡ଼ା ପ୍ରହାର କରାଇ କ୍ରୁଶରେ ଚଢ଼ାଇବା ନିମନ୍ତେ ସମର୍ପଣ କଲେ। BSB BSB: So Pilate released Barabbas to them. But he had Jesus flogged, and handed Him over to be crucified.
27 UDB ଏହାପରେ ଶାସନକର୍ତ୍ତାଙ୍କ ସୈନ୍ୟମାନେ ଯୀଶୁଙ୍କୁ ପ୍ରାସାଦ ଭିତରକୁ ନେଇଯାଇ ସମସ୍ତ ସୈନ୍ୟଦଳକୁ ତାହାଙ୍କ ନିକଟରେ ଏକତ୍ର କଲେ। BSB BSB: Then the governor’s soldiers took Jesus into the Praetorium and gathered the whole company around Him.
28 UDB ପୁଣି, ସେମାନେ ତାହାଙ୍କ ବସ୍ତ୍ର କାଢ଼ିନେଇ ତାହାଙ୍କୁ କୃଷ୍ଣଲୋହିତ ବର୍ଣ୍ଣର ବସ୍ତ୍ର ପିନ୍ଧାଇଲେ, BSB BSB: They stripped Him and put a scarlet robe on Him.
29 UDB ଆଉ କଣ୍ଟାର ମୁଁକୁଟ ବନାଇ ତାହାଙ୍କ ମସ୍ତକରେ ଦେଲେ ଓ ତାହାଙ୍କର ଦକ୍ଷିଣ ହସ୍ତରେ ଖଣ୍ଡିଏ ନଳ ଦେଲେ, ପୁଣି, ତାହାଙ୍କ ସମ୍ମୁଖରେ ଜାଣୁ ପାତି, ହେ ଯିହୂଦୀମାନଙ୍କ ରାଜା, ନମସ୍କାର, ଏହା କହି ତାହାଙ୍କୁ ପରିହାସ କଲେ। BSB BSB: And they twisted together a crown of thorns and set it on His head. They put a staff in His right hand, knelt down before Him, and mocked Him, saying, “Hail, King of the Jews!”
30 UDB ଆଉ, ସେମାନେ ତାହାଙ୍କ ଉପରେ ଛେପ ପକାଇଲେ ଓ ସେହି ନଳ ନେଇ ତାହାଙ୍କ ମୁଣ୍ଡରେ ମାରିବାକୁ ଲାଗିଲେ। BSB BSB: Then they spit on Him and took the staff and struck Him on the head repeatedly.
31 UDB ପୁଣି, ସେମାନେ ତାହାଙ୍କୁ ପରିହାସ କଲା ପରେ ସେହି ବସ୍ତ୍ର କାଢ଼ିନେଇ ତାହାଙ୍କର ନିଜ ବସ୍ତ୍ର ପିନ୍ଧାଇଲେ ଓ ତାହାଙ୍କୁ କ୍ରୁଶରେ ଚଢ଼ାଇବାକୁ ଘେନିଗଲେ। BSB BSB: After they had mocked Him, they removed the robe and put His own clothes back on Him. Then they led Him away to crucify Him.
32 UDB ସେମାନେ ବାହାରିବା ସମୟରେ ଶିମୋନ ନାମକ ଜଣେ କୂରୀଣୀୟ ଲୋକକୁ ଦେଖି ଯୀଶୁଙ୍କ କ୍ରୁଶ ବହିବା ପାଇଁ ତାହାଙ୍କୁ ବାଧ୍ୟ କଲେ। BSB BSB: Along the way they found a man from Cyrene, named Simon, and they forced him to carry the cross of Jesus.
33 UDB ଆଉ, ସେମାନେ ଗଲ୍ଗଥା ନାମକ ସ୍ଥାନ, ଅର୍ଥାତ୍ ଯାହାକୁ କପାଳସ୍ଥଳ ବୋଲି କହନ୍ତି, ସେଠାରେ ଉପସ୍ଥିତ ହୋଇ, BSB BSB: And when they came to a place called Golgotha, which means The Place of the Skull,
34 UDB ତାହାଙ୍କୁ ପିତ୍ତ ମିଶାଯାଇଥିବା ଦ୍ରାକ୍ଷାରସ ପାନ କରିବାକୁ ଦେଲେ, ମାତ୍ର ସେ ତାହା ଆସ୍ୱାଦନ କରି ପାନ କରିବାକୁ ଇଚ୍ଛା କଲେ ନାହିଁ। BSB BSB: they offered Him wine to drink, mixed with gall; but after tasting it, He refused to drink it.
35 UDB ପରେ ସେମାନେ ତାହାଙ୍କୁ କ୍ରୁଶରେ ଚଢ଼ାଇ ତାହାଙ୍କ ବସ୍ତ୍ରସବୁ ଗୁଲିବାଣ୍ଟ ଦ୍ୱାରା ଆପଣା ଆପଣା ମଧ୍ୟରେ ଭାଗ କରି ନେଲେ, BSB BSB: When they had crucified Him, they divided up His garments by casting lots.
36 UDB ପୁଣି, ସେଠାରେ ବସି ତାହାଙ୍କୁ ଜଗି ରହିଲେ। BSB BSB: And sitting down, they kept watch over Him there.
37 UDB ଆଉ, ସେମାନେ ତାହାଙ୍କ ମସ୍ତକର ଊର୍ଦ୍ଧ୍ୱରେ ଏହି ଅଭିଯୋଗପତ୍ର ଲେଖି ଲଗାଇଦେଲେ, ଏ ଯିହୂଦୀମାନଙ୍କର ରାଜା ଯୀଶୁ। BSB BSB: Above His head they posted the written charge against Him: THIS IS JESUS, THE KING OF THE JEWS.
38 UDB ସେତେବେଳେ ତାହାଙ୍କ ଦକ୍ଷିଣ ପାର୍ଶ୍ୱରେ ଜଣେ ଓ ବାମ ପାର୍ଶ୍ୱରେ ଜଣେ, ଏହିପରି ଦୁଇ ଜଣ ଡକାଇତ ତାହାଙ୍କ ସହିତ କ୍ରୁଶରେ ଚଢ଼ାଗଲେ। BSB BSB: Two robbers were crucified with Him, one on His right and the other on His left.
39 UDB ଆଉ, ସେହି ବାଟ ଦେଇ ଯାଉଥିବା ଲୋକମାନେ ଆପଣା ଆପଣା ମୁଣ୍ଡ ହଲାଇ ତାହାଙ୍କର ନିନ୍ଦା କରି କହିବାକୁ ଲାଗିଲେ, BSB BSB: And those who passed by heaped abuse on Him, shaking their heads
40 UDB ରେ ମନ୍ଦିରଭଗ୍ନକାରୀ ଓ ତିନି ଦିନରେ ତାହା ନିର୍ମାଣକାରୀ, ତୁ ଯେବେ ଈଶ୍ୱରଙ୍କ ପୁତ୍ର, ତେବେ ଆପଣାକୁ ରକ୍ଷା କରି କ୍ରୁଶରୁ ଓହ୍ଲାଇ ଆ। BSB BSB: and saying, “You who are going to destroy the temple and rebuild it in three days, save Yourself! If You are the Son of God, come down from the cross!”
41 UDB ପ୍ରଧାନ ଯାଜକମାନେ ମଧ୍ୟ ସେହି ପ୍ରକାରେ ଶାସ୍ତ୍ରୀ ଓ ପ୍ରାଚୀନବର୍ଗଙ୍କ ସହିତ ପରିହାସ କରିବାକୁ ଲାଗିଲେ, BSB BSB: In the same way, the chief priests, scribes, and elders mocked Him, saying,
42 UDB ସେ ଅନ୍ୟମାନଙ୍କୁ ରକ୍ଷା କଲା, ନିଜକୁ ରକ୍ଷା କରି ପାରୁ ନାହିଁ। ସେ ପରା ଇସ୍ରାଏଲର ରାଜା, ସେ ଏହିକ୍ଷଣି କ୍ରୁଶରୁ ଓହ୍ଲାଇ ଆସୁ, ତେବେ ଆମ୍ଭେମାନେ ତାହାଠାରେ ବିଶ୍ୱାସ କରିବା। BSB BSB: “He saved others, but He cannot save Himself. He is the King of Israel! Let Him come down now from the cross, and we will believe in Him.
43 UDB ସେ ଈଶ୍ୱରଙ୍କଠାରେ ବିଶ୍ୱାସ କରେ; ସେ ଯଦି ତାହାଠାରେ ସନ୍ତୁଷ୍ଟ, ତାହାହେଲେ ଏହିକ୍ଷଣି ତାହାକୁ ରକ୍ଷା କରନ୍ତୁ। ସେ ତ କହିଥିଲା, ମୁଁ ଈଶ୍ୱରଙ୍କ ପୁତ୍ର। BSB BSB: He trusts in God. Let God deliver Him now if He wants Him. For He said, ‘I am the Son of God.’”
44 UDB ପୁଣି, ଯେଉଁ ଡକାଇତମାନେ ତାହାଙ୍କ ସହିତ କ୍ରୁଶରେ ଚଢ଼ାଯାଇଥିଲେ, ସେମାନେ ସୁଦ୍ଧା ତାହାଙ୍କୁ ସେହି ପ୍ରକାର ନିନ୍ଦା କରିବାକୁ ଲାଗିଲେ। BSB BSB: In the same way, even the robbers who were crucified with Him berated Him.
45 UDB ପରେ ବାର ଘଣ୍ଟାଠାରୁ ତିନି ଘଣ୍ଟା ପର୍ଯ୍ୟନ୍ତ ଦେଶଯାକ ଅନ୍ଧକାର ଘୋଟିଗଲା। BSB BSB: From the sixth hour until the ninth hour darkness came over all the land.
46 UDB ଆଉ ପ୍ରାୟ ତିନି ଘଣ୍ଟା ସମୟରେ ଯୀଶୁ ଉଚ୍ଚସ୍ୱରରେ ଡାକି କହିଲେ, ଏଲୀ, ଏଲୀ, ଲାମା ସବକ୍ଥାନୀ? ଅର୍ଥାତ୍, ହେ ମୋହର ଈଶ୍ୱର, ହେ ମୋହର ଈଶ୍ୱର, ତୁମ୍ଭେ ମୋତେ କାହିଁକି ପରିତ୍ୟାଗ କଲ? BSB BSB: About the ninth hour Jesus cried out in a loud voice, “Eli, Eli, lema sabachthani?” which means, “My God, My God, why have You forsaken Me?” 47 UDB ଏହା ଶୁଣି ସେଠାରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେହି କେହି କହିଲେ, ଏ ଲୋକ ଏଲୀୟଙ୍କୁ ଡାକୁଅଛି। BSB BSB: When some of those standing there heard this, they said, “He is calling Elijah.”
48 UDB ଆଉ ସେହିକ୍ଷଣି ସେମାନଙ୍କ ମଧ୍ୟରୁ ଜଣେ ଦୌଡ଼ିଯାଇ ଗୋଟିଏ ସ୍ପଞ୍ଜ୍ ନେଇ ତାହା ଅମ୍ଳରସରେ ପୂର୍ଣ୍ଣ କଲା, ଆଉ ତାହା ଖଣ୍ଡିଏ ନଳରେ ଲଗାଇ ତାହାଙ୍କୁ ପାନ କରିବାକୁ ଦେଲା। BSB BSB: One of them quickly ran and brought a sponge. He filled it with sour wine, put it on a reed, and held it up for Jesus to drink.
49 UDB କିନ୍ତୁ ଅନ୍ୟମାନେ କହିଲେ, ରୁହ, ଏଲୀୟ ଏହାକୁ ରକ୍ଷା କରିବାକୁ ଆସୁଅଛନ୍ତି କି ନାହିଁ, ଦେଖିବା। BSB BSB: But the others said, “Leave Him alone. Let us see if Elijah comes to save Him.”
52 UDB ପୁଣି, ସମାଧିସମୂହ ଉନ୍ମୁକ୍ତ ହେଲା ଓ ମହାନିଦ୍ରାଗତ ଅନେକ ସାଧୁଲୋକଙ୍କ ଶରୀର ଉତ୍ଥାପିତ ହେଲା, BSB BSB: The tombs broke open, and the bodies of many saints who had fallen asleep were raised.
53 UDB ପୁଣି, ତାହାଙ୍କ ପୁନରୁତ୍ଥାନ ପରେ ସେମାନେ ସମାଧିରୁ ବାହାରି ପୁଣି, ନଗରୀରେ ପ୍ରବେଶ କଲେ ଓ ଅନେକଙ୍କୁ ଦର୍ଶନ ଦେଲେ। BSB BSB: After Jesus’ resurrection, when they had come out of the tombs, they entered the holy city and appeared to many people.
54 UDB ଶତସେନାପତି ଓ ତାହାଙ୍କ ସାଙ୍ଗରେ ଯେଉଁମାନେ ଯୀଶୁଙ୍କୁ ଜଗିଥିଲେ, ସେମାନେ ଭୂମିକମ୍ପାଦି ଘଟଣା ଦେଖି ଅତ୍ୟନ୍ତ ଭୀତ ହୋଇ ରହିଲେ, ସତ୍ୟ, ଏ ଈଶ୍ୱରଙ୍କ ପୁତ୍ର ଥିଲେ। BSB BSB: When the centurion and those with him who were guarding Jesus saw the earthquake and all that had happened, they were terrified and said, “Truly this was the Son of God.”
55 UDB ଆଉ, ଅନେକ ସ୍ତ୍ରୀଲୋକ ସେ ସ୍ଥାନରେ ଥାଇ ଦୂରରୁ ଦେଖୁଥିଲେ; ସେମାନେ ଯୀଶୁଙ୍କ ସେବା କରୁ କରୁ ଗାଲିଲୀରୁ ତାହାଙ୍କ ସାଙ୍ଗରେ ଆସିଥିଲେ; BSB BSB: And many women were there, watching from a distance. They had followed Jesus from Galilee to minister to Him.
56 UDB ସେମାନଙ୍କ ମଧ୍ୟରେ ମଗ୍ଦଲୀନୀ ମରିୟମ, ଯାକୁବ ଓ ଯୋଷେଫଙ୍କ ମାତା ମରିୟମ, ପୁଣି, ଜେବଦୀଙ୍କ ପୁତ୍ରମାନଙ୍କ ମାତା ଥିଲେ। BSB BSB: Among them were Mary Magdalene, Mary the mother of James and Joseph, and the mother of Zebedee’s sons.
57 UDB ବେଳ ଗଡ଼ିଆସନ୍ତେ, ଯୋଷେଫ ନାମକ ହାରାମାଥୀୟାର ଜଣେ ଧନୀ ଲୋକ ଆସିଲେ, ସେ ମଧ୍ୟ ଯୀଶୁଙ୍କର ଜଣେ ଶିଷ୍ୟ ହୋଇଥିଲେ। BSB BSB: When it was evening, there came a rich man from Arimathea named Joseph, who himself was a disciple of Jesus.
58 UDB ସେ ପୀଲାତଙ୍କ ପାଖକୁ ଯାଇ ଯୀଶୁଙ୍କ ଶରୀର ମାଗିଲେ। ସେଥିରେ ପୀଲାତ ତାହା ଦେବାକୁ ଆଜ୍ଞା କଲେ। BSB BSB: He went to Pilate to ask for the body of Jesus, and Pilate ordered that it be given to him.
59 UDB ଯୋଷେଫ ଶରୀରଟି ନେଇ ପରିଷ୍କୃତ ସୂକ୍ଷ୍ମ ବସ୍ତ୍ରରେ ଗୁଡ଼ାଇ, BSB BSB: So Joseph took the body, wrapped it in a clean linen cloth,
60 UDB ଆପଣାର ଯେଉଁ ନୂତନ ସମାଧି ପାହାଡ଼ରେ ଖୋଳିଥିଲେ, ସେଥିମଧ୍ୟରେ ତାହା ଥୋଇଲେ, ଆଉ ସମାଧି ଦ୍ୱାରରେ ଖଣ୍ଡିଏ ବଡ଼ ପଥର ଗଡ଼ାଇଦେଇ ଚାଲିଗଲେ। BSB BSB: and placed it in his own new tomb that he had cut into the rock. Then he rolled a great stone across the entrance to the tomb and went away.
61 UDB ମଗ୍ଦଲୀନୀ ମରିୟମ ଓ ଅନ୍ୟ ମରିୟମ ସେ ସ୍ଥାନରେ ସମାଧି ସମ୍ମୁଖରେ ବସି ରହିଲେ। BSB BSB: Mary Magdalene and the other Mary were sitting there opposite the tomb.
62 UDB ତା'ପର ଦିନ, ଅର୍ଥାତ୍ ଆୟୋଜନ-ଦିବସର ପରବର୍ତ୍ତୀ ଦିନ ପ୍ରଧାନ ଯାଜକ ଓ ଫାରୂଶୀମାନେ ପୀଲାତଙ୍କ ପାଖରେ ଏକତ୍ର ହୋଇ କହିଲେ, BSB BSB: The next day, the one after Preparation Day, the chief priests and Pharisees assembled before Pilate.
63 UDB ମହାଶୟ, ଆମ୍ଭମାନଙ୍କର ମନେ ପଢ଼ୁଅଛି, ସେହି ପ୍ରବଞ୍ଚକ ଜୀବିତ ଥିବା ସମୟରେ କହିଥିଲା, ତିନି ଦିନ ପରେ ମୁଁ ଉଠିବି। BSB BSB: “Sir,” they said, “we remember that while He was alive that deceiver said, ‘After three days I will rise again.’
64 UDB ଅତଏବ, ତୃତୀୟ ଦିବସ ପର୍ଯନ୍ତ ସମାଧି ସୁରକ୍ଷିତ ହେବା ନିମନ୍ତେ ଆଜ୍ଞା କରନ୍ତୁ, ନୋହିଲେ କେଜାଣି ତାହାର ଶିଷ୍ୟମାନେ ଆସି ତାହାକୁ ଚୋରି କରି ଲୋକଙ୍କୁ କହିବେ, ସେ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି, ତାହାହେଲେ ପ୍ରଥମ ପ୍ରବଞ୍ଚନା ଅପେକ୍ଷା ଶେଷ ପ୍ରବଞ୍ଚନା ଅଧିକ ମନ୍ଦ ହେବ। BSB BSB: So give the order that the tomb be secured until the third day. Otherwise, His disciples may come and steal Him away and tell the people He has risen from the dead. And this last deception would be worse than the first.”
65 UDB ପୀଲାତ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କର ପ୍ରହରୀଦଳ ଅଛି, ତୁମ୍ଭେମାନେ ଯାଇ ଯଥାସାଧ୍ୟ ତାହା ସୁରକ୍ଷା କର। BSB BSB: “You have a guard,” Pilate said. “Go, make the tomb as secure as you know how.”
66 UDB ତେଣୁ ସେମାନେ ଯାଇ ପ୍ରହରୀଦଳ ସହିତ ସେହି ପ୍ରସ୍ତରରେ ମୁଦ୍ରାଙ୍କ ଦେଇ ସମାଧି ସୁରକ୍ଷିତ କଲେ। BSB BSB: So they went and secured the tomb by sealing the stone and posting the guard.