1 UDB ମୁଁ, ପାଉଲ, ଫିଲିପ୍ପୀ ସହରରେ ବାସ କରିବା ମୋର ସହ ବିଶ୍ୱାସୀଗଣ ନିକଟକୁ ଏହା ଲେଖୁଅଛି। ଆମେ, ପାଉଲ ଓ ତୀମଥି, ଫିଲିପ୍ପୀରେ ଥିବା ସମସ୍ତଙ୍କ ନିକଟକୁ ଏହି ପତ୍ର ଲେଖୁଅଛୁ, ଯାହାଙ୍କୁ ଈଶ୍ୱର ନିଜ ନିମନ୍ତେ ପୃଥକୀକୃତ କରିଛନ୍ତି, ଏବଂ ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କ ସହ ମିଳିତ ହୋଇଅଛ। ଆମ୍ଭେମାନେ ଖ୍ରୀଷ୍ଟ ଯୀଶୁଙ୍କ ଆଶ୍ରିତ ସମସ୍ତ ସାଧୁଙ୍କ ନିକଟକୁ ପୁଣି, ଅଧ୍ୟକ୍ଷ ଓ ସେବକମାନଙ୍କ ନିକଟକୁ ଏହି ପତ୍ର ପଠାଇଅଛୁ। BSB BSB: Paul and Timothy, servants of Christ Jesus, To all the saints in Christ Jesus at Philippi, together with the overseers and deacons:
2 UDB ଆମ୍ଭେ ପ୍ରାର୍ଥନା କରୁ ଯେ ଆମ୍ଭମାନଙ୍କ ପିତା ଈଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ। BSB BSB: Grace and peace to you from God our Father and the Lord Jesus Christ.
3 UDB ମୁଁ ତୁମ୍ଭମାନଙ୍କୁ ଯେତେ ଥର ସ୍ମରଣ କରେ, ସେତେ ଥର ମୋହର ଈଶ୍ୱରଙ୍କୁ ଧନ୍ୟବାଦ ଦେଇଥାଏ। BSB BSB: I thank my God every time I remember you.
4 UDB ଆନନ୍ଦରେ ତୁମ୍ଭମାନଙ୍କ ପାଇଁ ମୁଁ ନିରନ୍ତର ପ୍ରାର୍ଥନା କରୁଅଛି। BSB BSB: In every prayer for all of you, I always pray with joy,
5 UDB ପୁଣି ଈଶ୍ୱରଙ୍କୁ ଧନ୍ୟବାଦ ଦେଇ ପ୍ରଥମ ଦିନଠାରୁ ଆଜି ପର୍ଯ୍ୟନ୍ତ ସୁସମାଚାରର ପକ୍ଷରେ ଘୋଷଣା କରି ତୁମ୍ଭମାନଙ୍କ ସହଭାଗିତା ହେତୁ, ମୁଁ, ତିମଥି ଓ ଅନ୍ୟମାନଙ୍କ ସହ କାର୍ଯ୍ୟ କରୁଅଛି। BSB BSB: because of your partnership in the gospel from the first day until now,
7 UDB ତୁମ୍ଭମାନଙ୍କ ବିଷୟରେ ମୋହର ଏପରି ଭାବିବା ଉଚିତ୍, କାରଣ ମୁଁ ତୁମ୍ଭମାନଙ୍କୁ ହୃଦୟର ସହ ପ୍ରେମ କରେ। ମୋର ବନ୍ଦୀ ଅବସ୍ଥାରେ ଅବା ସୁସମାଚାର ପକ୍ଷ ସମର୍ଥନ କରି ସର୍ବସାଧାରଣରେ ସେହି ସତ୍ୟ ଘୋଷଣା କରୁଥିବା ଅବସ୍ଥାରେ, ଈଶ୍ୱର ମୋତେ ଦୟାକରି ଦେଇଥିବା କାର୍ଯ୍ୟରେ ତୁମ୍ଭେମାନେ ମୋର ସହଭାଗୀ ହୋଇଆସିଅଛ। BSB BSB: It is right for me to feel this way about all of you, since I have you in my heart. For in my chains and in my defense and confirmation of the gospel, you are all partners in grace with me.
8 UDB କାରଣ ଖ୍ରୀଷ୍ଟ ଯୀଶୁଙ୍କ ସ୍ନେହପୂର୍ଣ୍ଣ କରୁଣାରେ ମୁଁ ତୁମ୍ଭ ସମସ୍ତଙ୍କ ନିମନ୍ତେ କି ପ୍ରକାର ଲାଳାୟିତ, ଏହି ବିଷୟରେ ଈଶ୍ୱର ମୋହର ସାକ୍ଷୀ ଅଟନ୍ତି। BSB BSB: God is my witness how I long for all of you with the affection of Christ Jesus.
9 UDB ମୁଁ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରୁଅଛି ଯେ, ତୁମ୍ଭମାନଙ୍କର ପ୍ରେମ ଅଧିକରୁ ଅଧିକ ବୃଦ୍ଧି ପାଉ, ପୁଣି, ଈଶ୍ୱର କାହିଁକି ତୁମ୍ଭମାନଙ୍କୁ ଏପରି କରିବାକୁ ଚାହାନ୍ତି, ସେ ବିଷୟରେ ତୁମ୍ଭେମାନେ ଯେପରି ଜାଣିପାର ଓ ବୁଝିପାର। BSB BSB: And this is my prayer: that your love may abound more and more in knowledge and depth of insight,
10 UDB ତୁମ୍ଭେମାନେ କ’ଣ ବିଶ୍ୱାସ କରିବା ଉଚିତ୍ ଈଶ୍ୱର ତୁମ୍ଭମାନଙ୍କୁ ଏ ଜାଣିବାରେ ଯେପରି ସକ୍ଷମ କରିବେ ଏଥିପାଇଁ ମଧ୍ୟ ମୁଁ ପ୍ରାର୍ଥନା କରେ ଯାହା ପୁଣି, କିପ୍ରକାର ଆଚରଣ କରିବା ଉଚିତ୍। ମୁଁ ଏହା ପାଇଁ ପ୍ରାର୍ଥନା କରିବି ଯେପରି ତୁମ୍ଭେମାନେ ଖ୍ରୀଷ୍ଟଙ୍କ ଆଗମନ ସମୟରେ ବିଶ୍ୱସ୍ତ ପୁଣି ଅନିନ୍ଦନୀୟ ହୋଇପାରିବେ। BSB BSB: so that you may be able to test and prove what is best and may be pure and blameless for the day of Christ,
11 UDB ଯୀଶୁ ଖ୍ରୀଷ୍ଟଙ୍କ ହେତୁ ତୁମ୍ଭେମାନେ ଈଶ୍ୱରଙ୍କ ଦୃଷ୍ଟିରେ ଉତ୍ତମ ଦେଖାଯାଇଥିବାରୁ ତୁମ୍ଭେମାନେ ଉତ୍ତମ କାର୍ଯ୍ୟ କରିବାରେ ଲାଗି ରୁହ, ଏଥିପାଇଁ ମୁଁ ପ୍ରାର୍ଥନା କରେ। BSB BSB: filled with the fruit of righteousness that comes through Jesus Christ, to the glory and praise of God.
12 UDB ହେ ଭାଇମାନେ, ମୋ' ପ୍ରତି ଯାହା ଯାହା ଘଟିଅଛି, ସେହି ସବୁ ଯେ ବରଂ ସୁସମାଚାର କାର୍ଯ୍ୟର ବୃଦ୍ଧି ନିମନ୍ତେ ହୋଇଅଛି, ଏହା ତୁମ୍ଭମାନଙ୍କୁ ଜଣାଇବାକୁ ମୁଁ ଇଚ୍ଛା କରେ; BSB BSB: Now I want you to know, brothers, that my circumstances have actually served to advance the gospel.
13 UDB ଯେଣୁ ମୋହର ବନ୍ଧନ ଯେ ଖ୍ରୀଷ୍ଟଙ୍କ ନିମନ୍ତେ, ଏହା ରାଜପ୍ରସାଦର ସମୁଦାୟ ସୈନ୍ୟଦଳ ଓ ଅନ୍ୟାନ୍ୟ ସମସ୍ତଙ୍କ ନିକଟରେ ପ୍ରକାଶିତ ହେଲା; BSB BSB: As a result, it has become clear throughout the whole palace guard and to everyone else that I am in chains for Christ.
14 UDB ଆହୁରି ମଧ୍ୟ ଅଧିକାଂଶ ଭାଇମାନେ ମୋହର ବନ୍ଧନଦ୍ୱାରା ପ୍ରଭୁଙ୍କଠାରେ ନିର୍ଭର କରି ନିର୍ଭୟରେ ଈଶ୍ୱରଙ୍କ ବାକ୍ୟ କହିବା ନିମନ୍ତେ ଅତି ଉତ୍ସୁକଭାବେ ସାହସୀ ହୋଇଅଛନ୍ତି। BSB BSB: And most of the brothers, confident in the Lord by my chains, now dare more greatly to speak the word without fear.
15 UDB କେହି କେହି ଈର୍ଷା ଓ ବିବାଦ ହେତୁ ଖ୍ରୀଷ୍ଟଙ୍କୁ ପ୍ରଚାର କରୁଅଛନ୍ତି ସତ୍ୟ, କିନ୍ତୁ ଆଉ କେହି କେହି ସତ୍ ଭାବରେ ତାହା କରୁଅଛନ୍ତି; BSB BSB: It is true that some preach Christ out of envy and rivalry, but others out of goodwill.
16 UDB ମୁଁ ଯେ ସୁସମାଚାରର ପକ୍ଷ ସମର୍ଥନ କରିବା ନିମନ୍ତେ ନିଯୁକ୍ତ ରହିଅଛି, ଏହା ଜାଣି ଏକ ପକ୍ଷ ପ୍ରେମ ହେତୁ ତାହା କରନ୍ତି, BSB BSB: The latter do so in love, knowing that I am appointed for the defense of the gospel.
17 UDB କିନ୍ତୁ ଅନ୍ୟ ପକ୍ଷ ମୋହର ବନ୍ଧନରେ ମୋତେ କ୍ଳେଶ ଦେବାକୁ ଭାବି ଅସରଳ ଭାବରେ ସ୍ୱାର୍ଥପରତା ସକାଶେ ଖ୍ରୀଷ୍ଟଙ୍କୁ ପ୍ରଚାର କରନ୍ତି। BSB BSB: The former, however, preach Christ out of selfish ambition, not sincerely, supposing that they can add to the distress of my chains.
18 UDB ସେଥିରେ ବା କ'ଣ? କପଟ ଭାବରେ ହେଉ ବା ସରଳ ଭାବରେ ହେଉ, ଯେକୌଣସି ପ୍ରକାରେ ଖ୍ରୀଷ୍ଟ ପ୍ରଚାରିତ ହେଉଅଛନ୍ତି, ଏଥିରେ ମୁଁ ଆନନ୍ଦ କରୁଅଛି, ହଁ, ଆନନ୍ଦ କରିବି। BSB BSB: What then is the issue? Just this: that in every way, whether by false motives or true, Christ is preached. And in this I rejoice. Yes, and I will continue to rejoice,
19 UDB କାରଣ ମୁଁ ଜାଣେ ଯେ, ତୁମ୍ଭମାନଙ୍କ ନିବେଦନ ଓ ଯୀଶୁଖ୍ରୀଷ୍ଟଙ୍କ ଆତ୍ମାଙ୍କ ସାହାଯ୍ୟ ଦ୍ୱାରା ଏସବୁ ମୋହର ପରିତ୍ରାଣର ଅନୁକୂଳ ହେବ, BSB BSB: because I know that through your prayers and the provision of the Spirit of Jesus Christ, my distress will turn out for my deliverance.
20 UDB ଏ ସମ୍ବନ୍ଧରେ ମୋହର ଏକାନ୍ତ ଆକାଂକ୍ଷା ଓ ଭରସା ଅଛି ଯେ ମୁଁ କୌଣସି ବିଷୟରେ ଲଜ୍ଜିତ ହେବି ନାହିଁ, କିନ୍ତୁ ସର୍ବଦା ଯେଉଁପରି, ଏବେ ମଧ୍ୟ ସେହିପରି ଅତି ସାହସରେ, ଜୀବନରେ ହେଉ ବା ମରଣରେ ହେଉ, ଖ୍ରୀଷ୍ଟଙ୍କୁ ମୋହର ଶରୀରରେ ମହିମାନ୍ୱିତ କରିବି। BSB BSB: I eagerly expect and hope that I will in no way be ashamed, but will have complete boldness so that now as always Christ will be exalted in my body, whether by life or by death.
21 UDB କାରଣ ମୋ' ପକ୍ଷରେ ଜୀବନଧାରଣ ଖ୍ରୀଷ୍ଟ, ପୁଣି, ମୃତ୍ୟୁଭୋଗ ଲାଭଜନକ। BSB BSB: For to me, to live is Christ, and to die is gain.
22 UDB କିନ୍ତୁ ଶରୀରରେ ଜୀବନଧାରଣ ଯଦି ମୋ' ପକ୍ଷରେ ଫଳପ୍ରଦ କାର୍ଯ୍ୟ ସାଧନ ହୁଏ, ତେବେ ମୁଁ କ'ଣ ପସନ୍ଦ କରିବି, ତାହା ଜାଣେ ନାହିଁ। BSB BSB: But if I go on living in the body, this will mean fruitful labor for me. So what shall I choose? I do not know.
23 UDB ମୁଁ ଦୁଇଟି ବିଷୟ ଘେନି ମହା ସମସ୍ୟାରେ ପଡ଼ିଅଛି; ଇହଲୋକରୁ ପ୍ରସ୍ଥାନ କରି ଖ୍ରୀଷ୍ଟଙ୍କ ସହିତ ରହିବାକୁ ମୋହର ଇଚ୍ଛା, କାରଣ ତାହା ଅତୀବ ଶ୍ରେୟସ୍କର; BSB BSB: I am torn between the two. I desire to depart and be with Christ, which is far better indeed.
24 UDB ମାତ୍ର ଶରୀରରେ ରହିବା ତୁମ୍ଭମାନଙ୍କ ନିମନ୍ତେ ଅଧିକ ଆବଶ୍ୟକ। BSB BSB: But it is more necessary for you that I remain in the body.
25 UDB ଆଉ ମୁଁ ଦୃଢ଼ରୂପେ ଏହା ଜାଣେ ଯେ, ମୁଁ ରହିବି, ହଁ, ବିଶ୍ୱାସରେ ତୁମ୍ଭମାନଙ୍କର ବୃଦ୍ଧି ଓ ଆନନ୍ଦ ନିମନ୍ତେ ତୁମ୍ଭ ସମସ୍ତଙ୍କ ସହିତ ରହିବି, BSB BSB: Convinced of this, I know that I will remain and will continue with all of you for your progress and joy in the faith,
26 UDB ଯେପରି ତୁମ୍ଭମାନଙ୍କ ମଧ୍ୟରେ ମୋହର ପୁନର୍ବାର ଉପସ୍ଥିତି ହେତୁ ମୋ' ଦ୍ୱାରା ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କ ଦର୍ପ ଅଧିକ ବୃଦ୍ଧି ପାଇବ। BSB BSB: so that through my coming to you again your exultation in Christ Jesus will resound on account of me.
27 UDB ମୋହର ଏହି ମାତ୍ର ଇଚ୍ଛା, ଖ୍ରୀଷ୍ଟଙ୍କ ସୁସମାଚାରର ଯୋଗ୍ୟ ପ୍ରଜା ସ୍ୱରୂପେ ଆଚରଣ କର, ଯେପରି ମୁଁ ଉପସ୍ଥିତ ହୋଇ ତୁମ୍ଭମାନଙ୍କୁ ଦେଖିଲେ ଅବା ଅନୁପସ୍ଥିତ ଥାଇ ତୁମ୍ଭମାନଙ୍କ ବିଷୟରେ ଶୁଣିଲେ ଜାଣି ପାରିବି ଯେ, ତୁମ୍ଭେମାନେ ଏକ ଆତ୍ମାରେ ସ୍ଥିର ରହି ସୁସମାଚାରର ବିଶ୍ୱାସ ନିମନ୍ତେ ଏକ ପ୍ରାଣରେ ଏକସଙ୍ଗରେ ଉଦ୍ୟମ କରୁଅଛ, BSB BSB: Nevertheless, conduct yourselves in a manner worthy of the gospel of Christ. Then, whether I come and see you or only hear about you in my absence, I will know that you stand firm in one spirit, contending together as one for the faith of the gospel,
28 UDB ପୁଣି, କୌଣସି ବିଷୟରେ ବିପକ୍ଷମାନଙ୍କ ଦ୍ୱାରା ତ୍ରାସଯୁକ୍ତ ନୁହଁ; ତାହା ସେମାନଙ୍କ ପକ୍ଷରେ ବିନାଶ, କିନ୍ତୁ ତୁମ୍ଭମାନଙ୍କ ପକ୍ଷରେ ପରିତ୍ରାଣର ଈଶ୍ୱରଦତ୍ତ ଏକ ଲକ୍ଷଣ; BSB BSB: without being frightened in any way by those who oppose you. This is a clear sign of their destruction but of your salvation, and it is from God.
29 UDB କାରଣ ଖ୍ରୀଷ୍ଟଙ୍କଠାରେ କେବଳ ବିଶ୍ୱାସ କରିବା ନିମନ୍ତେ ତୁମ୍ଭମାନଙ୍କୁ ଯେ ଅନୁଗ୍ରହ ଦିଆଯାଇଅଛି, ତାହା ନୁହେଁ, ମାତ୍ର ତାହାଙ୍କ ସକାଶେ ଦୁଃଖଭୋଗ ମଧ୍ୟ କରିବା ନିମନ୍ତେ ତୁମ୍ଭମାନଙ୍କୁ ଅନୁଗ୍ରହ ଦିଆଯାଇଅଛି; BSB BSB: For it has been granted to you on behalf of Christ not only to believe in Him, but also to suffer for Him,
30 UDB ଆଉ ମୋତେ ଯେଉଁପରି ଯୁଦ୍ଧ କରିବାର ଦେଖିଥିଲ, ପୁଣି, ବର୍ତ୍ତମାନ କରୁଅଛି ବୋଲି ଶୁଣୁଅଛ, ତୁମ୍ଭେମାନେ ସେହିପରି ଯୁଦ୍ଧ କରୁଅଛ। BSB BSB: since you are encountering the same struggle you saw I had, and now hear that I still have.
Select verses for actions: Enter goes to them and Escape comes back.