1 UDB ତା’ପରେ ମୋତେ ବୁଲାବାଡ଼ି ଲମ୍ବାର ଗୋଟିଏ ମାପଦଣ୍ଡ ଦିଆଗଲା। ମୋତେ କୁହାଗଲା, "ଯାଅ ପରମେଶ୍ୱରଙ୍କର ମନ୍ଦିର, ବେଦିକୁ ମାପ, ଏବଂ ସେଠାରେ ଉପାସନା କରୁଥିବା ଲୋକମାନଙ୍କର ସଂଖ୍ୟା ଗଣନା କର।” BSB BSB: Then I was given a measuring rod like a staff and was told, “Go and measure the temple of God and the altar, and count the number of worshipers there.
2 UDB କିନ୍ତୁ ମନ୍ଦିରର ବାହାର ଅଗଣା ମାପ ନାହିଁ। ତାହାକୁ ସେହିପରି ଛାଡ଼ି ଦିଅ, କାରଣ ତାହା ଅଣଯିହୁଦୀୟ ଦେଶଗୁଡ଼ିକର ଲୋକମାନଙ୍କୁ ଦିଆଯାଇଛି। ସେହି ଲୋକମାନେ ବୟାଳିଶ ମାସ ପର୍ଯ୍ୟନ୍ତ ପବିତ୍ର ନଗରକୁ ପଦଦଳିତ କରିବେ। BSB BSB: But exclude the courtyard outside the temple. Do not measure it, because it has been given over to the nations, and they will trample the holy city for 42 months.
3 UDB ମୁଁ ମୋର ଦୁଇ ସାକ୍ଷୀଙ୍କୁ କ୍ଷମତା ଦେବି। ସେମାନେ ୧୨୬୦ ଦିନ ପର୍ଯ୍ୟନ୍ତ ଅଖା ପିନ୍ଧି ଭବିଷ୍ୟଦ୍ ବାଣୀ କହିବେ। BSB BSB: And I will empower my two witnesses, and they will prophesy for 1,260 days, clothed in sackcloth.”
4 UDB ଏହି ଦୁଇ ସାକ୍ଷୀ ହେଉଛନ୍ତି, ପୃଥିବୀରେ ପ୍ରଭୁଙ୍କ ସମ୍ମୁଖରେ ଠିଆ ହୋଇଥିବା ଦୁଇ ବୀଜ ବୃକ୍ଷ ଓ ଦୁଇ ଦୀପରୁଖା। BSB BSB: These witnesses are the two olive trees and the two lampstands that stand before the Lord of the earth.
5 UDB ଯଦି କେହି ସେମାନଙ୍କର କ୍ଷତି କରିବାକୁ ଚାହେଁ, ତା' ହେଲେ ସେମାନଙ୍କର ମୁହଁରୁ ବାହାରୁଥିବା ଅଗ୍ନି ସେମାନଙ୍କୁ ଧ୍ୱଂସ କରିବ। ଯଦି କୌଣସି ଲୋକ ସେମାନଙ୍କର କ୍ଷତି କରିବାକୁ ଚେଷ୍ଟା କରେ, ସେ ଏହିପରିଭାବେ ମୃତ୍ୟୁ ଭୋଗ କରିବ। BSB BSB: If anyone wants to harm them, fire proceeds from their mouths and devours their enemies. In this way, anyone who wants to harm them must be killed.
6 UDB ଏହି ଦୁଇଜଣ ଭବିଷ୍ୟଦ୍ ବାଣୀ କହିବା ବେଳେ ଯେପରି ବର୍ଷା ନ ହୁଏ, ସେଥିନିମନ୍ତେ ଆକାଶକୁ ରୁଦ୍ଧ କରିବା ନିମନ୍ତେ ସେମାନଙ୍କର କ୍ଷମତା ଅଛି। ଜଳକୁ ରକ୍ତରେ ପରିଣତ କରିବାର କ୍ଷମତା ସେମାନଙ୍କର ଅଛି। ପୃଥିବୀକୁ ପ୍ରତ୍ୟେକ ପ୍ରକାରର ମହାମାରୀ ଦ୍ୱାରା କଷ୍ଟ ଦେବାର କ୍ଷମତା ସେମାନଙ୍କର ଅଛି। ସେମାନେ ସେମାନଙ୍କର ନିଜ ଇଚ୍ଛା ଅନୁସାରେ ଯେତେଥର ଚାହିଁବେ, ସେତେଥର ଏହା କରି ପାରିବେ। BSB BSB: These witnesses have power to shut the sky so that no rain will fall during the days of their prophecy, and power to turn the waters into blood and to strike the earth with every kind of plague as often as they wish.
7 UDB ସେମାନଙ୍କର ସାକ୍ଷ୍ୟ ଦେବା ସମୟ ସରିଯିବା ପରେ ସେହି ପଶୁ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବ। ପାତାଳର ଅତଳ ଗର୍ଭରୁ ଉପରକୁ ଆସୁଥିବା ପଶୁ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବ। ସେ ସେମାନଙ୍କୁ ପରାସ୍ତ କରି ହତ୍ୟା କରିବ। BSB BSB: When the two witnesses have finished their testimony, the beast that comes up from the Abyss will wage war with them, and will overpower and kill them.
8 UDB ଏହି ଦୁଇ ସାକ୍ଷୀଙ୍କର ଶରୀର ମହାନଗରୀର ରାସ୍ତାରେ ପଡ଼ିରହିବ। ଏହି ନଗରର ନାମ 'ସେଦାମ' ଓ 'ମିସର'। ନଗରର ନାମଗୁଡ଼ିକର ବିଶେଷ ଅର୍ଥ ରହିଛି। ଏହି ନଗର ରେ ସେମାନଙ୍କର ପ୍ରଭୁଙ୍କୁ ମଧ୍ୟ କ୍ରୁଶରେ ଚଢ଼ାଇ ମାରି ଦିଆଯାଇଥିଲା। BSB BSB: Their bodies will lie in the street of the great city—figuratively called Sodom and Egypt—where their Lord was also crucified.
9 UDB ସାଢ଼େ ତିନି ଦିନ ପର୍ଯ୍ୟନ୍ତ ସମସ୍ତ ମଣିଷ ଜାତି, ସମସ୍ତ ଗୋଷ୍ଠୀ, ସମସ୍ତ ଭାଷା ଏବଂ ସମସ୍ତ ରାଷ୍ଟ୍ରର ଲୋକମାନେ ସେମାନଙ୍କର ଶବ ଦେଖିବେ। କିନ୍ତୁ ସେମାନେ ସେମାନଙ୍କର ସମାଧିସ୍ଥ ହେବାକୁ ଦେବେ ନାହିଁ। BSB BSB: For three and a half days all peoples and tribes and tongues and nations will view their bodies and will not permit them to be laid in a tomb.
10 UDB ସେମାନଙ୍କର ମୃତ୍ୟୁରେ ପୃଥିବୀର ଲୋକେ ଖୁସି ହେବେ। ସେମାନେ ଭୋଜି କରିବେ ଓ ପରସ୍ପର ଭିତରେ ଉପହାର ଦିଆ ନିଆ କରିବେ। ସେମାନେ ଏପରି କରିବେ, କାରଣ ଏହି ଦୁଇଜଣ ସାକ୍ଷୀ ପୃଥିବୀବାସୀଙ୍କୁ ବହୁତ ଯନ୍ତ୍ରଣା ଦେଇଥିଲେ। BSB BSB: And those who dwell on the earth will gloat over them and celebrate and send one another gifts, because these two prophets had tormented them.
11 UDB କିନ୍ତୁ ସାଢ଼େ ତିନି ଦିନ ପରେ ପରମେଶ୍ୱରଙ୍କଠାରୁ ଜୀବନୀ ଶକ୍ତି ସେହି ଦୁଇଜଣ ଭବିଷ୍ୟଦ୍ ବକ୍ତାଙ୍କ ଭିତରେ ପ୍ରବେଶ କଲା। ସେମାନେ ସେମାନଙ୍କର ପାଦରେ ଉଠି ଠିଆ ହେଲେ। ସେମାନଙ୍କୁ ଦେଖିବା ଲୋକମାନେ ବହୁତ ଭୟ କଲେ। BSB BSB: But after the three and a half days, the breath of life from God entered the two witnesses, and they stood on their feet, and great fear fell upon those who saw them.
12 UDB ତା’ପରେ ସେହି ଦୁଇଜଣ ସାକ୍ଷୀ ସ୍ୱର୍ଗରୁ ଆସୁଥିବା ଗୋଟିଏ ଉଚ୍ଚ ସ୍ୱର ଶୁଣିପାରିଲେ, "ଏଠାକୁ ଉଠି ଆସ।" ଏହା ଶୁଣି ଦୁଇ ଜଣ ଭବିଷ୍ୟଦ୍ ବକ୍ତା ମେଘ ଦ୍ୱାରା ସ୍ୱର୍ଗକୁ ଗଲେ। ଏହା ସେମାନଙ୍କର ଶତ୍ରୁମାନେ ଦେଖୁଥିଲେ। BSB BSB: And the witnesses heard a loud voice from heaven saying, “Come up here.” And they went up to heaven in a cloud as their enemies watched them.
13 UDB ଠିକ୍ ସେହି ସମୟରେ ଏକ ମହା ଭୂମିକମ୍ପ ହେଲା। ନଗରର ଏକ ଦଶମାଂଶ ନଷ୍ଟ ହୋଇଗଲା। ସାତ ହଜାର ଲୋକ ପ୍ରାଣ ହରାଇଲେ। ପ୍ରାଣ ହରାଇ ନ ଥିବା ଲୋକମାନେ ଅଧିକ ଭୟ କଲେ। ସେମାନେ ସ୍ୱର୍ଗର ପରମେଶ୍ୱରଙ୍କୁ ଗୌରବ ଦେଲେ। BSB BSB: And in that hour there was a great earthquake, and a tenth of the city collapsed. Seven thousand were killed in the quake, and the rest were terrified and gave glory to the God of heaven.
14 UDB ଦ୍ୱିତୀୟ କ୍ଲେଶ ଦୂର ହେଲା। ତୃତୀୟ କ୍ଲେଶଟି ଖୁବ୍ ଶୀଘ୍ର ଆସୁଛି। BSB BSB: The second woe has passed. Behold, the third woe is coming shortly.
15 UDB ସପ୍ତମ ଦୂତ ତାହାଙ୍କ ତୂରୀ ବଜାଇଲେ। ସ୍ୱର୍ଗରେ ଉଚ୍ଚ ସ୍ୱରମାନ ଶୁଣାଗଲା। ସେମାନେ କହିଲେ,” ଆମ୍ଭମାନଙ୍କର ପ୍ରଭୁ ଈଶ୍ୱର, ପୁଣି ଖ୍ରୀଷ୍ଟ ଯାହାଙ୍କୁ ପୃଥିବୀର ସମସ୍ତ ଲୋକମାନଙ୍କୁ ରାଜତ୍ୱ କରିବାକୁ ସେ ନିଯୁକ୍ତି ଦେଇଛନ୍ତି, ପରେ ସେମାନେ ସେଇ ଲୋକମାନେ ଅନନ୍ତକାଳ ରାଜତ୍ୱ କରିବେ!” BSB BSB: Then the seventh angel sounded his trumpet, and loud voices called out in heaven: “The kingdom of the world has become the kingdom of our Lord and of His Christ, and He will reign forever and ever.”
16 UDB ତା’ପରେ ଚବିଶ ଜଣ ପ୍ରାଚୀନ ମୁଣ୍ଡ ନୂଆଁଇ ପ୍ରଣାମ କଲେ ଓ ପରମେଶ୍ୱରଙ୍କର ଉପାସନା କଲେ। ଏହି ପ୍ରାଚୀନମାନେ ପରମେଶ୍ୱରଙ୍କ ସମ୍ମୁଖରେ ସେମାନଙ୍କ ସିଂହାସନରେ ବସନ୍ତି। BSB BSB: And the twenty-four elders who sit on their thrones before God fell on their faces and worshiped God,
17 UDB ସେହି ପ୍ରାଚୀନମାନେ କହିଲେ: “ପ୍ରଭୁ ଈଶ୍ୱର, ତୁମ୍ଭେମାନେ ଯିଏକି ସମସ୍ତ ବିଷୟ ଉପରେ ରାଜତ୍ୱ କରିବ!” ତୁମ୍ଭେମାନେ ଯିଏକି ବର୍ତ୍ତମାନ ସର୍ବଦା ରହିଅଛନ୍ତି! ଆମ୍ଭେମାନେ ତୁମ୍ଭମାନଙ୍କୁ ଧନ୍ୟବାଦ ଦେଉ ଯେ ତୁମ୍ଭେମାନେ ଯିଏକି ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିଥିବା ପ୍ରତ୍ୟେକଙ୍କୁ ତୁମ୍ଭମାନଙ୍କ ଶକ୍ତିରେ ପରାଜିତ କରିଅଛ, ପୁଣି ବର୍ତ୍ତମାନ ତୁମ୍ଭେମାନେ ଜଗତର ଲୋକମାନଙ୍କ ଉପରେ ରାଜତ୍ୱ କରିବ। BSB BSB: saying: “We give thanks to You, O Lord God Almighty, the One who is and who was, because You have taken Your great power and have begun to reign.
18 UDB ଅନ୍ୟଜାତୀୟମାନେ ତୁମ୍ଭ ଉପରେ କ୍ରୋଧ କରିଥିଲେ, କିନ୍ତୁ ବର୍ତ୍ତମାନ ତୁମ୍ଭ କ୍ରୋଧର ସମୟ ଉପସ୍ଥିତ, ମୃତମାନଙ୍କର ବିଚାର ସମୟ ଆସିଛି; ତୁମ୍ଭ ସେବକମାନଙ୍କୁ ଭବିଷ୍ୟତ୍ ବକ୍ତାମାନଙ୍କୁ ପୁରସ୍କାର ଦେବାର ସମୟ ଆସିଛି, ଏବଂ ତୁମ୍ଭକୁ ଭୟ ଓ ସମ୍ମାନ କରୁଥିବା ସାନବଡ଼ ପ୍ରତ୍ୟେକଙ୍କୁ ପୁରସ୍କାର ଦେବାର ସମୟ ଆସିଛି। ପୃଥିବୀକୁ ବିନାଶ କରୁଥିବା ବିନାଶକାରୀଙ୍କର ବିନାଶର ସମୟ ଉପସ୍ଥିତ ହୋଇଛି।” BSB BSB: The nations were enraged, and Your wrath has come. The time has come to judge the dead and to reward Your servants the prophets, as well as the saints and those who fear Your name, both small and great—and to destroy those who destroy the earth.”
19 UDB ତା’ପରେ ସ୍ୱର୍ଗରେ ପରମେଶ୍ୱରଙ୍କ ମନ୍ଦିର ଖୋଲିଗଲା ଓ ସେହି ମନ୍ଦିରର ପବିତ୍ର ନିୟମ ସିନ୍ଦୁକ ଦେଖାଗଲା। ଏହି ପବିତ୍ର ସିନ୍ଦୁକରେ ସେହି ଚୁକ୍ତି ଥିଲା, ଯାହାକୁ ପରମେଶ୍ୱର ଲୋକମାନଙ୍କୁ ଦେଇଥିଲେ। ତା’ପରେ ସେଠାରେ ବିଜୁଳିର ଆଲୋକ ଝଲସି ଉଠିଲା, ତଥା ମହା କୋଳାହଳ, ବଜ୍ର ନାଦ, ଭୂମିକମ୍ପ ଓ ପ୍ରବଳ କୁଆପଥର ବୃଷ୍ଟି ହେଲା। BSB BSB: Then the temple of God in heaven was opened, and the ark of His covenant appeared in His temple. And there were flashes of lightning, rumblings, peals of thunder, an earthquake, and a great hailstorm.
Select verses for actions: Enter goes to them and Escape comes back.