1 ULB ଆଦମ, ଶେଥ, ଈନୋଶ; BSB BSB: Adam, Seth, Enosh,
2 ULB କୟିନାନ, ମହଲଲେଲ, ଯେରଦ; BSB BSB: Kenan, Mahalalel, Jared,
3 ULB ହନୋକ, ମଥୂଶେଲହ, ଲେମକ; BSB BSB: Enoch, Methuselah, Lamech, Noah.
4 ULB ନୋହ, ଶେମ, ହାମ ଓ ଯେଫତ୍। BSB BSB: The sons of Noah: Shem, Ham, and Japheth.
5 ULB ଯେଫତ୍ର ସନ୍ତାନ ଗୋମର, ମାଗୋଗ୍, ମାଦୟ, ଯବନ, ତୁବଲ୍, ମେଶକ୍ ଓ ତୀରସ୍ ଥିଲେ। BSB BSB: The sons of Japheth: Gomer, Magog, Madai, Javan, Tubal, Meshech, and Tiras.
6 ULB ପୁଣି, ଗୋମରର ସନ୍ତାନ ଅସ୍କିନସ୍, ଦୀଫତ୍ ଓ ତୋଗର୍ମା ଥିଲେ। BSB BSB: The sons of Gomer: Ashkenaz, Riphath, and Togarmah.
7 ULB ଆଉ, ଯବନର ସନ୍ତାନ ଇଲୀଶା, ତର୍ଶୀଶ୍, କିତ୍ତୀମ ଓ ରୋଦାନିମ୍ ଥିଲେ। BSB BSB: And the sons of Javan: Elishah, Tarshish, the Kittites, and the Rodanites.
8 ULB ହାମର ସନ୍ତାନ କୂଶ, ମିସର, ପୂଟ୍ ଓ କିଣାନ ଥିଲେ। BSB BSB: The sons of Ham: Cush, Mizraim, Put, and Canaan.
9 ULB ପୁଣି, କୂଶର ସନ୍ତାନ ସବା, ହବୀଲା, ସପ୍ତା, ରୟମା ଓ ସପ୍ତକା ଥିଲେ। ରୟମାର ସନ୍ତାନ ଶିବା ଓ ଦଦାନ। BSB BSB: The sons of Cush: Seba, Havilah, Sabta, Raamah, and Sabteca. The sons of Raamah: Sheba and Dedan.
10 ULB ଆଉ, କୂଶ ନିମ୍ରୋଦ୍କୁ ଜାତ କଲା; ସେ ପୃଥିବୀରେ ପରାକ୍ରମୀ ହେବାକୁ ଲାଗିଲା। BSB BSB: Cush was the father of Nimrod, who began to be a mighty one on the earth.
11 ULB ମିସର ଲୁଦୀୟ, ଅନାମୀୟ, ଲହାବୀୟ, ନପ୍ତୂହୀୟ, BSB BSB: Mizraim was the father of the Ludites, the Anamites, the Lehabites, the Naphtuhites,
12 ULB ପଥ୍ରୋଷୀୟ, ପଲେଷ୍ଟୀୟମାନଙ୍କ ଆଦିପୁରୁଷ କସ୍ଲୁହୀୟ ଓ କପ୍ତୋରୀୟ, ଏମାନଙ୍କୁ ଜାତ କଲା। BSB BSB: the Pathrusites, the Casluhites (from whom the Philistines came), and the Caphtorites.
13 ULB ପୁଣି, କିଣାନ ଆପଣା ପ୍ରଥମଜାତ ସୀଦୋନକୁ, ଏବଂ ହେତ୍କୁ ଜାତ କଲା; BSB BSB: And Canaan was the father of Sidon his firstborn, and of the Hittites,
14 ULB ପୁଣି, ଯିବୂଷୀୟ, ଇମୋରୀୟ, ଗିର୍ଗାଶୀୟ, BSB BSB: the Jebusites, the Amorites, the Girgashites,
15 ULB ହିବ୍ବୀୟ, ଅର୍କୀୟ, ସିନୀୟ, BSB BSB: the Hivites, the Arkites, the Sinites,
16 ULB ଅର୍ବଦୀୟ, ସମାରୀୟ ଓ ହମାତୀୟମାନଙ୍କୁ ଜାତ କଲା। BSB BSB: the Arvadites, the Zemarites, and the Hamathites.
17 ULB ଶେମର ସନ୍ତାନଗଣ; ଏଲମ୍, ଅଶୂର, ଅର୍ଫକ୍ଷଦ, ଲୁଦ୍, ଅରାମ, ଊଷ୍, ହୂଲ, ଗେଥର ଓ ମେଶକ୍। BSB BSB: The sons of Shem: Elam, Asshur, Arphaxad, Lud, and Aram. The sons of Aram: Uz, Hul, Gether, and Meshech.
18 ULB ପୁଣି, ଅର୍ଫକ୍ଷଦ ଶେଲହକୁ ଜାତ କଲା ଓ ଶେଲହ ଏବରକୁ ଜାତ କଲା। BSB BSB: Arphaxad was the father of Shelah, and Shelah was the father of Eber.
19 ULB ପୁଣି, ଏବରର ଦୁଇ ପୁତ୍ର ଜାତ ହେଲେ; ଏକର ନାମ ପେଲଗ୍; କାରଣ ତାହାର ସମୟରେ ପୃଥିବୀ ବିଭକ୍ତ ହେଲା ଓ ତାହାର ଭ୍ରାତାର ନାମ ଯକ୍ତନ୍। BSB BSB: Two sons were born to Eber: One was named Peleg, because in his days the earth was divided, and his brother was named Joktan.
20 ULB ପୁଣି, ଯକ୍ତନ୍ ଅଲ୍ମୋଦଦ, ଶେଲଫ୍, ହତ୍ସର୍ମାବତ୍, ଯେରହ, BSB BSB: And Joktan was the father of Almodad, Sheleph, Hazarmaveth, Jerah,
21 ULB ହଦୋରାମ, ଊଷଲ, ଦିକ୍ଲା, BSB BSB: Hadoram, Uzal, Diklah,
22 ULB ଓବଲ, ଅବୀମାୟେଲ୍, ଶିବା, BSB BSB: Obal, Abimael, Sheba,
23 ULB ଓଫୀର, ହବୀଲା ଓ ଯୋବବ୍କୁ ଜାତ କଲା। ଏମାନେ ଯକ୍ତନ୍ର ସନ୍ତାନ। BSB BSB: Ophir, Havilah, and Jobab. All these were sons of Joktan.
24 ULB ଶେମ, ଅର୍ଫକ୍ଷଦ, ଶେଲହ; BSB BSB: So from Shem came Arphaxad, Shelah,
25 ULB ଏବର, ପେଲଗ୍, ରୀୟୂ; BSB BSB: Eber, Peleg, Reu,
26 ULB ସରୁଗ, ନାହୋର, ତେରହ BSB BSB: Serug, Nahor, Terah,
27 ULB ଅବ୍ରାମ, ଅର୍ଥାତ୍ ଅବ୍ରହାମ। BSB BSB: and Abram (that is, Abraham).
28 ULB ଅବ୍ରହାମଙ୍କର ପୁତ୍ର ଇସ୍ହାକ ଓ ଇଶ୍ମାୟେଲ। BSB BSB: The sons of Abraham were Isaac and Ishmael.
29 ULB ଏମାନଙ୍କର ବଂଶାବଳୀ ଏହି; ଇଶ୍ମାୟେଲର ପ୍ରଥମ ଜାତ ନବାୟୋତ୍; ତହିଁ ଉତ୍ତାରେ କେଦାର, ଅଦ୍ବେଲ, ମିବ୍ସମ୍, ମିଶ୍ମା ଓ ଦୂମା, ମସା; BSB BSB: These are their genealogies: Nebaioth the firstborn of Ishmael, then Kedar, Adbeel, Mibsam,
30 ULB ହଦଦ୍ ଓ ତେମା, ଯିଟୁର, ନାଫୀଶ୍ ଓ କେଦମା; BSB BSB: Mishma, Dumah, Massa, Hadad, Tema,
31 ULB ଏମାନେ ଇଶ୍ମାୟେଲର ସନ୍ତାନ ଥିଲେ। BSB BSB: Jetur, Naphish, and Kedemah. These were the sons of Ishmael.
32 ULB ଅବ୍ରହାମଙ୍କର ଉପପତ୍ନୀ କଟୂରାର ସନ୍ତାନଗଣ ଏହି; ସେ ସିମ୍ରନ୍, ଯକ୍ଷନ୍, ମଦାନ୍, ମିଦୀୟନ, ଯିଶ୍ବକ ଓ ଶୂହକୁ ଜାତ କଲା। ଆଉ ଯକ୍ଷନ୍ର ସନ୍ତାନ ଶିବା ଓ ଦଦାନ। BSB BSB: The sons born to Keturah, Abraham’s concubine: Zimran, Jokshan, Medan, Midian, Ishbak, and Shuah. The sons of Jokshan: Sheba and Dedan.
33 ULB ଆଉ ମିଦୀୟନର ସନ୍ତାନ ଐଫା, ଏଫର, ହନୋକ, ଅବୀଦ ଓ ଇଲଦାୟା, ଏସମସ୍ତେ କଟୂରାର ସନ୍ତାନ। BSB BSB: The sons of Midian: Ephah, Epher, Hanoch, Abida, and Eldaah. All of these were Keturah’s sons.
34 ULB ପୁଣି, ଅବ୍ରହାମ ଇସ୍ହାକକୁ ଜାତ କଲେ। ସେହି ଇସ୍ହାକର ପୁତ୍ର ଏଷୌ ଓ ଇସ୍ରାଏଲ। BSB BSB: Abraham was the father of Isaac. The sons of Isaac: Esau and Israel.
35 ULB ଏଷୌର ସନ୍ତାନ ଇଲୀଫସ୍, ରୁୟେଲ ଓ ଯିୟୂଶ୍ ଓ ଯାଲମ୍ ଓ କୋରହ। BSB BSB: The sons of Esau: Eliphaz, Reuel, Jeush, Jalam, and Korah.
36 ULB ଇଲୀଫସ୍ର ପୁତ୍ର ତୈମନ୍ ଓ ଓମାର୍, ସଫୀ ଓ ଗୟିତମ୍, କନସ୍ ଓ ତିମ୍ନା ଓ ଅମାଲେକ। BSB BSB: The sons of Eliphaz: Teman, Omar, Zepho, Gatam, and Kenaz; and by Timna, Amalek.
37 ULB ରୁୟେଲର ସନ୍ତାନ ନହତ୍, ସେରହ, ଶମ୍ମ ଓ ମିସା। BSB BSB: The sons of Reuel: Nahath, Zerah, Shammah, and Mizzah.
38 ULB ଆଉ ସେୟୀରର ସନ୍ତାନ ଲୋଟନ୍, ଶୋବଲ୍, ସିବୀୟୋନ୍, ଅନା, ଦିଶୋନ୍, ଏତ୍ସର ଓ ଦୀଶନ୍। BSB BSB: The sons of Seir: Lotan, Shobal, Zibeon, Anah, Dishon, Ezer, and Dishan.
39 ULB ଲୋଟନ୍ର ସନ୍ତାନ ହୋରି, ହୋମମ୍ ଓ ତିମ୍ନା ଲୋଟନ୍ର ଭଗିନୀ ଥିଲା। BSB BSB: The sons of Lotan: Hori and Homam. Timna was Lotan’s sister.
40 ULB ଶୋବଲ୍ର ସନ୍ତାନ ଅଲୀୟନ୍, ମାନହତ୍, ଏବଲ୍, ଶଫୀ ଓ ଓନମ୍। ଆଉ ସିବୀୟୋନ୍ର ପୁତ୍ର ଅୟା ଓ ଅନା। BSB BSB: The sons of Shobal: Alvan, Manahath, Ebal, Shepho, and Onam. The sons of Zibeon: Aiah and Anah.
41 ULB ଅନାର ପୁତ୍ର ଦିଶୋନ୍। ଆଉ ଦିଶୋନ୍ର ପୁତ୍ର ହମ୍ରଣ, ଇଶବନ୍, ଯିତ୍ରନ୍ ଓ କରାଣ। BSB BSB: The son of Anah: Dishon. The sons of Dishon: Hemdan, Eshban, Ithran, and Cheran.
42 ULB ଏତ୍ସରର ପୁତ୍ର ବିଲ୍ହନ୍ ଓ ସାବନ୍, ଯାକନ୍। ଦୀଶନ୍ର ପୁତ୍ର ଊଷ୍ ଓ ଅରାନ୍। BSB BSB: The sons of Ezer: Bilhan, Zaavan, and Akan. The sons of Dishan: Uz and Aran.
43 ULB ଇସ୍ରାଏଲ ସନ୍ତାନଗଣ ଉପରେ କୌଣସି ରାଜା ରାଜତ୍ୱ କରିବା ପୂର୍ବେ ଏହିସବୁ ରାଜା ଇଦୋମ ଦେଶରେ ରାଜତ୍ୱ କରିଥିଲେ; ବିୟୋରର ପୁତ୍ର ବେଲା; ତାଙ୍କର ନଗରର ନାମ ଦିନ୍ହାବା ଥିଲା। BSB BSB: These are the kings who reigned in the land of Edom before any king reigned over the Israelites: Bela son of Beor. His city was named Dinhabah.
44 ULB ଯେତେବେଳେ ବେଲାଙ୍କ ମୃତ୍ୟୁୁ ହେଲା, ଆଉ ବେଲାଙ୍କ ମୃତ୍ୟୁୁ ହୁଅନ୍ତେ ତହୁଁ ବସ୍ରା ନିବାସୀ ସେରହର ପୁତ୍ର ଯୋବବ୍ ତାଙ୍କର ପଦରେ ରାଜ୍ୟ କଲେ। BSB BSB: When Bela died, Jobab son of Zerah from Bozrah reigned in his place.
45 ULB ଆଉ ଯୋବବ୍ ମରନ୍ତେ, ତୈମନ୍ ଦେଶୀୟ ହୂଶମ୍ ତାଙ୍କର ପଦରେ ରାଜ୍ୟ କଲେ। BSB BSB: When Jobab died, Husham from the land of the Temanites reigned in his place.
46 ULB ପୁଣି, ହୂଶମ୍ ମଲା ଉତ୍ତାରେ ବଦଦର ପୁତ୍ର ଯେଉଁ ହଦଦ୍ ମୋୟାବ-ପଦାରେ ମିଦୀୟନକୁ ପରାସ୍ତ କରିଥିଲେ, ସେ ତାଙ୍କ ପଦରେ ରାଜ୍ୟ କଲେ; ତାଙ୍କର ନଗରର ନାମ ଅବୀତ୍ ଥିଲା। BSB BSB: When Husham died, Hadad son of Bedad, who defeated Midian in the country of Moab, reigned in his place. And the name of his city was Avith.
47 ULB ଆଉ ହଦଦ୍ ମରନ୍ତେ, ମସ୍ରେକା ନିବାସୀ ସମ୍ଳ ତାଙ୍କର ପଦରେ ରାଜ୍ୟ କଲେ। BSB BSB: When Hadad died, Samlah from Masrekah reigned in his place.
48 ULB ପୁଣି, ସମ୍ଳ ମରନ୍ତେ, (ଫରାତ୍) ନଦୀ ନିକଟସ୍ଥ ରହୋବୋତ୍ ନିବାସୀ ଶୌଲ ତାଙ୍କର ପଦରେ ରାଜ୍ୟ କଲେ। BSB BSB: When Samlah died, Shaul from Rehoboth on the Euphrates reigned in his place.
49 ULB ପୁଣି, ଶୌଲ ମଲା ଉତ୍ତାରେ ଅକ୍ବୋରର ପୁତ୍ର ବାଲ୍ହାନନ୍ ତାଙ୍କର ପଦରେ ରାଜ୍ୟ କଲେ। BSB BSB: When Shaul died, Baal-hanan son of Achbor reigned in his place.
50 ULB ଆଉ ବାଲ୍ହାନନ୍ ମରନ୍ତେ, ହଦଦ୍ ତାଙ୍କର ପଦରେ ରାଜ୍ୟ କଲେ; ତାଙ୍କର ନଗରର ନାମ ପାଉ ଓ ତାଙ୍କର ଭାର୍ଯ୍ୟାଙ୍କ ନାମ ମହେଟବେଲ, ସେ ମେଷାହବର ପୌତ୍ରୀ ମଟ୍ରେଦର କନ୍ୟା ଥିଲେ। BSB BSB: When Baal-hanan died, Hadad reigned in his place. His city was named Pau, and his wife’s name was Mehetabel daughter of Matred, the daughter of Me-zahab.
51 ULB ଏଥିଉତ୍ତାରେ ହଦଦ୍ ମଲେ। ଏମାନେ ଇଦୋମର ରାଜା ଥିଲେ, ଯଥା, ରାଜା ତିମ୍ନା, ରାଜା ଅଲୀୟା, ରାଜା ଯିଥେତ୍, BSB BSB: Then Hadad died. Now the chiefs of Edom were Timna, Alvah, Jetheth,
52 ULB ରାଜା ଅହଲୀବାମା, ରାଜା ଏଲା, ରାଜା ପୀନୋନ୍; BSB BSB: Oholibamah, Elah, Pinon,
53 ULB ରାଜା କନସ୍, ରାଜା ତୈମନ୍, ରାଜା ମିବ୍ସର୍; BSB BSB: Kenaz, Teman, Mibzar,
54 ULB ରାଜା ମଗ୍ଦୀୟେଲ, ରାଜା ଈରମ୍। ଏମାନେ ଇଦୋମର ରାଜା ଥିଲେ। BSB BSB: Magdiel, and Iram. These were the chiefs of Edom.
Select verses for actions: Enter goes to them and Escape comes back.