3 ULB ଏଉତ୍ତାରେ ସଦାପ୍ରଭୁଙ୍କ ସିନ୍ଦୁକ ନିମନ୍ତେ ଦାଉଦ ଯେଉଁ ସ୍ଥାନ ପ୍ରସ୍ତୁତ କରିଥିଲେ, ସେହି ସ୍ଥାନକୁ ତାହା ଆଣିବା ପାଇଁ ସେ ସମସ୍ତ ଇସ୍ରାଏଲକୁ ଯିରୂଶାଲମରେ ଏକତ୍ର କଲେ। BSB BSB: And David assembled all Israel in Jerusalem to bring up the ark of the LORD to the place he had prepared for it.
4 ULB ଆଉ ଦାଉଦ ହାରୋଣ-ସନ୍ତାନଗଣକୁ ଓ ଲେବୀୟମାନଙ୍କୁ ଏକତ୍ର କଲେ। BSB BSB: Then he gathered together the descendants of Aaron and the Levites:
5 ULB କହାତ-ସନ୍ତାନଗଣ ମଧ୍ୟରେ ଊରୀୟେଲ ପ୍ରଧାନ ଓ ତାହାର ଭ୍ରାତୃଗଣ ଏକ ଶହ କୋଡ଼ିଏ ଜଣ; BSB BSB: From the Kohathites, Uriel the chief and 120 of his relatives;
6 ULB ମରାରି-ସନ୍ତାନଗଣ ମଧ୍ୟରେ ଅସାୟ ପ୍ରଧାନ ଓ ତାହାର ଭ୍ରାତୃଗଣ ଦୁଇ ଶହ କୋଡ଼ିଏ ଜଣ; BSB BSB: from the Merarites, Asaiah the chief and 220 of his relatives;
7 ULB ଗେର୍ଶୋମ-ସନ୍ତାନଗଣ ମଧ୍ୟରେ ଯୋୟେଲ ପ୍ରଧାନ ଓ ତାହାର ଭ୍ରାତୃଗଣ ଏକ ଶହ ତିରିଶ ଜଣ; BSB BSB: from the Gershomites, Joel the chief and 130 of his relatives;
8 ULB ଇଲୀଶାଫନ୍-ସନ୍ତାନଗଣ ମଧ୍ୟରେ ଶମୟୀୟ ପ୍ରଧାନ ଓ ତାହାର ଭ୍ରାତୃଗଣ ଦୁଇ ଶହ ଜଣ; BSB BSB: from the Elizaphanites, Shemaiah the chief and 200 of his relatives;
9 ULB ହିବ୍ରୋଣ-ସନ୍ତାନଗଣ ମଧ୍ୟରେ ଇଲୀୟେଲ୍ ପ୍ରଧାନ ଓ ତାହାର ଭ୍ରାତୃଗଣ ଅଶୀ ଜଣ; BSB BSB: from the Hebronites, Eliel the chief and 80 of his relatives;
10 ULB ଉଷୀୟେଲ-ସନ୍ତାନଗଣ ମଧ୍ୟରେ ଅମ୍ମୀନାଦବ ପ୍ରଧାନ ଓ ତାହାର ଭ୍ରାତୃଗଣ ଏକ ଶହ ବାର ଜଣ। BSB BSB: and from the Uzzielites, Amminadab the chief and 112 of his relatives.
11 ULB ପୁଣି, ଦାଉଦ ସାଦୋକ ଓ ଅବୀୟାଥର ଯାଜକମାନଙ୍କୁ ଓ ଲେବୀୟମାନଙ୍କୁ, ଊରୀୟେଲକୁ, ଅସାୟକୁ ଓ ଯୋୟେଲକୁ, ଶମୟୀୟକୁ ଓ ଇଲୀୟେଲ୍କୁ ଓ ଅମ୍ମୀନାଦବକୁ ଡାକି କହିଲେ, BSB BSB: David summoned the priests Zadok and Abiathar and the Levites Uriel, Asaiah, Joel, Shemaiah, Eliel, and Amminadab.
12 ULB “ତୁମ୍ଭେମାନେ ଲେବୀୟମାନଙ୍କ ପିତୃବଂଶର ପ୍ରଧାନ; ମୁଁ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ସିନ୍ଦୁକ ନିମନ୍ତେ ଯେଉଁ ସ୍ଥାନ ପ୍ରସ୍ତୁତ କରିଅଛି, ସେହି ସ୍ଥାନକୁ ତାହା ଆଣିବା ପାଇଁ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ଭ୍ରାତୃଗଣ ଉଭୟ ଆପଣାମାନଙ୍କୁ ପବିତ୍ର କର।” BSB BSB: And he said to them, “You are the heads of the Levitical families. You and your relatives must consecrate yourselves so that you may bring the ark of the LORD, the God of Israel, to the place I have prepared for it.
14 ULB ତହୁଁ ଯାଜକମାନେ ଓ ଲେବୀୟମାନେ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ସିନ୍ଦୁକ ଆଣିବା ନିମନ୍ତେ ଆପଣାମାନଙ୍କୁ ପବିତ୍ର କଲେ। BSB BSB: So the priests and Levites consecrated themselves to bring up the ark of the LORD, the God of Israel.
15 ULB ପୁଣି, ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ମୋଶା ଯେପରି ଆଜ୍ଞା କରିଥିଲେ, ତଦନୁସାରେ ଲେବୀୟ ସନ୍ତାନମାନେ ପରମେଶ୍ୱରଙ୍କ ସିନ୍ଦୁକକୁ ତହିଁର ସାଙ୍ଗୀ ଦ୍ୱାରା ଆପଣା ଆପଣା କାନ୍ଧରେ ବୋହିଲେ। BSB BSB: And the Levites carried the ark of God on their shoulders with the poles, as Moses had commanded in accordance with the word of the LORD.
16 ULB ଆଉ ଦାଉଦ ଲେବୀୟମାନଙ୍କର ପ୍ରଧାନବର୍ଗଙ୍କୁ କହିଲେ, “ତୁମ୍ଭେମାନେ ଆପଣାମାନଙ୍କ ଗାୟକ ଭ୍ରାତୃଗଣକୁ ନେବଲ ଓ ବୀଣା ଓ କରତାଳ, ବାଦ୍ୟଯନ୍ତ୍ର ନେଇ ଉଚ୍ଚୈଃ-ସ୍ୱରରେ ଆନନ୍ଦଧ୍ୱନି କରିବା ପାଇଁ ନିଯୁକ୍ତ କର।” BSB BSB: David also told the leaders of the Levites to appoint their relatives as singers to lift up their voices with joy, accompanied by musical instruments—harps, lyres, and cymbals.
17 ULB ତହିଁରେ ଲେବୀୟମାନେ ଯୋୟେଲର ପୁତ୍ର ହେମନକୁ ନିଯୁକ୍ତ କଲେ, ତାହାର ଭ୍ରାତୃଗଣ ମଧ୍ୟରୁ ବେରିଖୀୟର ପୁତ୍ର ଆସଫକୁ ଓ ସେମାନଙ୍କ ଭ୍ରାତୃଗଣ ମରାରି ସନ୍ତାନମାନଙ୍କ ମଧ୍ୟରୁ କୁଶାୟାର ପୁତ୍ର ଏଥନ୍କୁ; BSB BSB: So the Levites appointed Heman son of Joel; from his brothers, Asaph son of Berechiah; from their brothers the Merarites, Ethan son of Kushaiah;
18 ULB ଆଉ ସେମାନଙ୍କ ସଙ୍ଗେ ସେମାନଙ୍କ ଦ୍ୱିତୀୟ ପଦସ୍ଥ ଭ୍ରାତୃଗଣକୁ, ଅର୍ଥାତ୍, ଜିଖରୀୟକୁ, ବେନ୍କୁ, ଯାସୀୟେଲକୁ, ଶମୀରାମୋତକୁ, ଯିହୀୟେଲକୁ, ଉନ୍ନିକୁ, ଇଲୀୟାବ୍କୁ, ବନାୟକୁ, ମାସେୟକୁ, ମତ୍ତଥୀୟକୁ, ଇଲୀଫଲେହୁକୁ, ମିକ୍ନେୟକୁ, ଦ୍ୱାରପାଳ ଓବେଦ୍-ଇଦୋମକୁ ଓ ଯିୟୀୟେଲ୍କୁ ନିଯୁକ୍ତ କଲେ। BSB BSB: and with them their brothers next in rank: Zechariah, Jaaziel, Shemiramoth, Jehiel, Unni, Eliab, Benaiah, Maaseiah, Mattithiah, Eliphelehu, Mikneiah, and the gatekeepers Obed-edom and Jeiel.
19 ULB ଏହିରୂପେ ହେମନ, ଆସଫ ଓ ଏଥନ୍ ଗାୟକମାନେ ପିତ୍ତଳର କରତାଳ ନେଇ ଉଚ୍ଚଧ୍ୱନି କରିବା ପାଇଁ; BSB BSB: The musicians Heman, Asaph, and Ethan were to sound the bronze cymbals.
20 ULB ଆଉ ଜିଖରୀୟ, ଅସୀୟେଲ, ଶମୀରାମୋତ୍, ଯିହୀୟେଲ, ଉନ୍ନି, ଇଲୀୟାବ୍, ମାସେୟ ଓ ବନାୟ ନେବଲ ନେଇ ଅଲାମୋତ୍ ସ୍ୱର ବଜାଇବା ପାଇଁ; BSB BSB: Zechariah, Aziel, Shemiramoth, Jehiel, Unni, Eliab, Maaseiah, and Benaiah were to play the harps according to Alamoth.
21 ULB ପୁଣି, ମତ୍ତଥୀୟ, ଇଲୀଫଲେହୁ, ମିକ୍ନେୟ, ଓବେଦ୍-ଇଦୋମ, ଯିୟୀୟେଲ୍ ଓ ଅସସୀୟ ବୀଣା ବଜାଇ ଶିମିନୀତ୍ ସ୍ୱରରେ ଆରମ୍ଭ କରିବା ପାଇଁ ନିଯୁକ୍ତ ହେଲେ। BSB BSB: And Mattithiah, Eliphelehu, Mikneiah, Obed-edom, Jeiel, and Azaziah were to lead the music with lyres according to Sheminith.
22 ULB ପୁଣି, ଲେବୀୟମାନଙ୍କର ପ୍ରଧାନ କନନୀୟ ଗାନ ବିଷୟରେ ନିଯୁକ୍ତ ହେଲା, ସେ ନିପୁଣ ଥିବାରୁ ଗାନ ଶିଖାଇଲା। BSB BSB: Chenaniah the head Levite was the director of the music because he was highly skilled.
23 ULB ଆଉ ବେରିଖୀୟ ଓ ଇଲ୍କାନା ସିନ୍ଦୁକର ଦ୍ୱାରରକ୍ଷକ ହେଲେ। BSB BSB: Berechiah and Elkanah were to be guardians of the ark.
24 ULB ପୁଣି, ଶବନୀୟ, ଯୋଶାଫଟ୍, ନଥନେଲ, ଅମାସୟ, ଜିଖରୀୟ, ବନାୟ ଓ ଇଲୀୟେଜର ଯାଜକମାନେ ପରମେଶ୍ୱରଙ୍କ ସିନ୍ଦୁକ ସମ୍ମୁଖରେ ତୂରୀ ବଜାଇଲେ; ଆଉ ଓବେଦ୍-ଇଦୋମ ଓ ଯିହୀୟ ସିନ୍ଦୁକର ଦ୍ୱାରରକ୍ଷକ ହେଲେ। BSB BSB: Shebaniah, Joshaphat, Nethanel, Amasai, Zechariah, Benaiah, and Eliezer—the priests—were to blow the trumpets before the ark of God. Obed-edom and Jehiah were also to be guardians of the ark.
25 ULB ତହୁଁ ଦାଉଦ ଓ ଇସ୍ରାଏଲର ପ୍ରାଚୀନବର୍ଗ ଓ ସହସ୍ରପତିମାନେ ଓବେଦ୍-ଇଦୋମର ଗୃହରୁ ଆନନ୍ଦପୂର୍ବକ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆଣିବାକୁ ଗଲେ; BSB BSB: So David, the elders of Israel, and the commanders of thousands went with rejoicing to bring the ark of the covenant of the LORD from the house of Obed-edom.
26 ULB ପୁଣି, ଯେଉଁ ଲେବୀୟମାନେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ବହିଲେ, ପରମେଶ୍ୱର ସେମାନଙ୍କର ସାହାଯ୍ୟ କରନ୍ତେ, ସେମାନେ ସାତ ବଳଦ ଓ ସାତ ମେଷ ବଳିଦାନ କଲେ। BSB BSB: And because God helped the Levites who were carrying the ark of the covenant of the LORD, they sacrificed seven bulls and seven rams.
27 ULB ଆଉ ଦାଉଦ, ସିନ୍ଦୁକବାହକ ଲେବୀୟମାନେ, ଗାୟକମାନେ, ଗାୟକମାନଙ୍କ ସହିତ ଗୀତ-ଶିକ୍ଷକ କନନୀୟ, ସମସ୍ତେ ଶୁଭ୍ର କ୍ଷୌମବସ୍ତ୍ରର ଚୋଗା ପିନ୍ଧିଥିଲେ; ଆଉ ଦାଉଦଙ୍କର ଦେହରେ ଶୁଭ୍ର କ୍ଷୌମବସ୍ତ୍ରର ଏଫୋଦ ଥିଲା। BSB BSB: Now David was dressed in a robe of fine linen, as were all the Levites who were carrying the ark, as well as the singers and Chenaniah, the director of music for the singers. David also wore a linen ephod.
28 ULB ଏହିରୂପେ ଉଚ୍ଚୈଃସ୍ୱରରେ ଜୟଧ୍ୱନି କରି ଶିଙ୍ଗା, ତୂରୀ, କରତାଳ, ନେବଲ ଓ ବୀଣା ବଜାଇ ସମଗ୍ର ଇସ୍ରାଏଲ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆଣିଲେ। BSB BSB: So all Israel brought up the ark of the covenant of the LORD with shouting, with the sounding of rams’ horns and trumpets, and with cymbals and the music of harps and lyres.
29 ULB ପୁଣି, ଦାଉଦ-ନଗରରେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଉପସ୍ଥିତ ହୁଅନ୍ତେ, ଶାଉଲଙ୍କ କନ୍ୟା ମୀଖଲ ଝରକା ବାଟେ ଅନାଇ ଦାଉଦ ରାଜାଙ୍କୁ ନୃତ୍ୟ ଓ ଆନନ୍ଦ କରିବାର ଦେଖିଲା, ତହିଁରେ ସେ ମନେ ମନେ ତାଙ୍କୁ ତୁଚ୍ଛ କଲା। BSB BSB: As the ark of the covenant of the LORD was entering the City of David, Saul’s daughter Michal looked down from a window and saw King David dancing and celebrating, and she despised him in her heart.
Select verses for actions: Enter goes to them and Escape comes back.