1 ULB ଏମାନେ ଇସ୍ରାଏଲର ପୁତ୍ରଗଣ; ଯଥା ରୁବେନ୍, ଶିମୀୟୋନ, ଲେବୀ ଓ ଯିହୁଦା, ଇଷାଖର ଓ ସବୂଲୂନ; BSB BSB: These were the sons of Israel: Reuben, Simeon, Levi, Judah, Issachar, Zebulun,
2 ULB ଦାନ୍, ଯୋଷେଫ ଓ ବିନ୍ୟାମୀନ୍, ନପ୍ତାଲି, ଗାଦ୍ ଓ ଆଶେର। BSB BSB: Dan, Joseph, Benjamin, Naphtali, Gad, and Asher.
3 ULB ଯିହୁଦାର ପୁତ୍ରଗଣ; ଯଥା ଏର୍ ଓ ଓନନ୍ ଓ ଶେଲା; ତାହାର ଏହି ତିନି ପୁତ୍ର କିଣାନୀୟା ବତ୍ଶୂୟାଠାରୁ ଜାତ ହୋଇଥିଲେ। ଯିହୁଦାର ଜ୍ୟେଷ୍ଠ ପୁତ୍ର ଏର୍ ସଦାପ୍ରଭୁଙ୍କ ଦୃଷ୍ଟିରେ ଦୁଷ୍ଟ ଥିଲା; ଏଣୁ ସେ ତାହାକୁ ସଂହାର କଲେ। BSB BSB: The sons of Judah: Er, Onan, and Shelah. These three were born to him by Bath-shua the Canaanite. Er, Judah’s firstborn, was wicked in the sight of the LORD. So the LORD put him to death.
4 ULB ପୁଣି, ଯିହୁଦାର ପୁତ୍ରବଧୂ ତାମର ତାହାର ଔରସରେ ପେରସ ଓ ସେରହକୁ ପ୍ରସବ କଲା। ଯିହୁଦାର ସର୍ବସୁଦ୍ଧା ପାଞ୍ଚ ପୁତ୍ର ଥିଲେ। BSB BSB: Tamar, Judah’s daughter-in-law, bore to him Perez and Zerah. Judah had five sons in all.
5 ULB ପେରସର ସନ୍ତାନ ହିଷ୍ରୋଣ ଓ ହାମୂଲ। BSB BSB: The sons of Perez: Hezron and Hamul.
6 ULB ପୁଣି, ସେରହର ସନ୍ତାନ ସିମ୍ରି ଓ ଏଥନ୍ ଓ ହେମନ ଓ କଲ୍କୋଲ୍ ଓ ଦେରା; ସମୁଦାୟ ପାଞ୍ଚ ଜଣ। BSB BSB: The sons of Zerah: Zimri, Ethan, Heman, Calcol, and Dara—five in all.
7 ULB କର୍ମିର ପୁତ୍ର ଆଖର ଇସ୍ରାଏଲର ଦୁଃଖଦାୟକ ଥିଲା, ସେ ବର୍ଜିତ ଦ୍ରବ୍ୟ ବିଷୟରେ ସତ୍ୟ-ଲଙ୍ଘନ କରିଥିଲା। BSB BSB: The son of Carmi: Achar, who brought trouble upon Israel by violating the ban on devoted things.
8 ULB ପୁଣି, ଏଥନ୍ର ପୁତ୍ର ଅସରୀୟା। BSB BSB: The son of Ethan: Azariah.
9 ULB ଆଉ ହିଷ୍ରୋଣର ଔରସଜାତ ପୁତ୍ର ଯିରହମେଲ ଓ ରାମ୍ ଓ କାଲୁବାୟ, BSB BSB: The sons who were born to Hezron: Jerahmeel, Ram, and Caleb.
10 ULB ପୁଣି, ରାମ୍ ଅମ୍ମୀନାଦବକୁ ଜାତ କଲା; ପୁଣି, ଅମ୍ମୀନାଦବ ଯିହୁଦା-ସନ୍ତାନଗଣର ଅଧିପତି ନହଶୋନ୍କୁ ଜାତ କଲା। BSB BSB: Ram was the father of Amminadab, and Amminadab was the father of Nahshon, a leader of the descendants of Judah.
11 ULB ଆଉ ନହଶୋନ୍ ସଲ୍ମାକୁ ଜାତ କଲା ଓ ସଲ୍ମା ବୋୟଜକୁ ଜାତ କଲା; BSB BSB: Nahshon was the father of Salmon, and Salmon was the father of Boaz.
12 ULB ବୋୟଜ ଓବେଦ୍କୁ ଜାତ କଲା, ଓବେଦ୍ ଯିଶୀକୁ ଜାତ କଲା। BSB BSB: Boaz was the father of Obed, and Obed was the father of Jesse.
13 ULB ପୁଣି, ଯିଶୀ ଆପଣା ଜ୍ୟେଷ୍ଠ ଇଲୀୟାବ୍କୁ ଓ ଦ୍ୱିତୀୟ ଅବୀନାଦବକୁ ଓ ତୃତୀୟ ଶିମୀୟକୁ; BSB BSB: Jesse was the father of Eliab his firstborn; Abinadab was born second, Shimea third,
14 ULB ଚତୁର୍ଥ ନଥନେଲକୁ, ପଞ୍ଚମ ରଦ୍ଦୟକୁ; BSB BSB: Nethanel fourth, Raddai fifth,
15 ULB ଷଷ୍ଠ ଓତ୍ସମକୁ, ସପ୍ତମ ଦାଉଦଙ୍କୁ ଜାତ କଲା; BSB BSB: Ozem sixth, and David seventh.
16 ULB ପୁଣି, ସରୁୟା ଓ ଅବୀଗଲ ସେମାନଙ୍କର ଭଗିନୀ ଥିଲେ। ଆଉ ଅବୀଶୟ ଓ ଯୋୟାବ ଓ ଅସାହେଲ, ଏ ତିନି ସରୁୟାର ପୁତ୍ର। BSB BSB: Their sisters were Zeruiah and Abigail. And the three sons of Zeruiah were Abishai, Joab, and Asahel.
17 ULB ପୁଣି, ଅବୀଗଲ ଅମାସାକୁ ଜାତ କଲା; ଏହି ଅମାସାର ପିତା ଇଶ୍ମାୟେଲୀୟ ଯେଥର ଥିଲା। BSB BSB: Abigail was the mother of Amasa, whose father was Jether the Ishmaelite.
18 ULB ଆଉ ହିଷ୍ରୋଣର ପୁତ୍ର କାଲେବ ଆପଣା ଭାର୍ଯ୍ୟା ଅସୂବାର ଔରସରେ ଓ ଯିରୀୟୋତର ଔରସରେ ସନ୍ତାନଗଣ ଜାତ କଲା; ଯେଶର ଓ ଶୋବବ୍ ଓ ଅର୍ଦୋନ୍, ଏମାନେ ଅସୂବାର ପୁତ୍ର। BSB BSB: Caleb son of Hezron had children by his wife Azubah and by Jerioth. These were the sons of Azubah: Jesher, Shobab, and Ardon.
19 ULB ପୁଣି, ଅସୂବା ମଲା ଉତ୍ତାରେ କାଲେବ ଇଫ୍ରାଥାକୁ ବିବାହ କଲା, ସେ ହୂରକୁ ପ୍ରସବ କଲା। BSB BSB: When Azubah died, Caleb married Ephrath, who bore to him Hur.
20 ULB ପୁଣି, ହୂର ଊରିକୁ ଜାତ କଲା ଓ ଊରି ବତ୍ସଲେଲକୁ ଜାତ କଲା। BSB BSB: Hur was the father of Uri, and Uri was the father of Bezalel.
21 ULB ଏଥିଉତ୍ତାରେ ହିଷ୍ରୋଣ ଗିଲୀୟଦର ପିତା ମାଖୀରର କନ୍ୟାର ସହବାସ କଲା; ସେ ଆପଣାର ଷାଠିଏ ବର୍ଷ ବୟସରେ ସେ ସ୍ତ୍ରୀକୁ ବିବାହ କରିଥିଲା; ତହିଁରେ ସେ ସ୍ତ୍ରୀ ତାହାର ଔରସରେ ସଗୂବକୁ ପ୍ରସବ କଲା। BSB BSB: Later, Hezron slept with the daughter of Machir the father of Gilead. He had married her when he was sixty years old, and she bore to him Segub.
22 ULB ସଗୂବ ଯାୟୀରକୁ ଜାତ କଲା, ତାହାର ଗିଲୀୟଦ ଦେଶରେ ତେଇଶ ନଗର ଥିଲା। BSB BSB: Segub was the father of Jair, who had twenty-three cities in the land of Gilead.
23 ULB ଆଉ ଗଶୂର ଓ ଅରାମ୍ ଯାୟୀରର ଗ୍ରାମସବୁ ସେମାନଙ୍କ ହସ୍ତରୁ ହରଣ କଲେ, ତହିଁ ସଙ୍ଗେ କନାତ୍ ଓ ତହିଁର ଗ୍ରାମ ପ୍ରଭୃତି ଷାଠିଏ ନଗର ନେଲେ। ଏସମସ୍ତେ ଗିଲୀୟଦର ପିତା ମାଖୀରର ସନ୍ତାନ ଥିଲେ। BSB BSB: But Geshur and Aram captured Havvoth-jair, along with Kenath and its sixty surrounding villages. All these were descendants of Machir the father of Gilead.
24 ULB ପୁଣି, ହିଷ୍ରୋଣ କାଲେବ-ଇଫ୍ରାଥାରେ ମଲା ଉତ୍ତାରେ ହିଷ୍ରୋଣର ଭାର୍ଯ୍ୟା ଅବୀୟ ତାହାର ଔରସରେ ତକୋୟର ପିତା ଅସ୍ହୂରକୁ ଜାତ କଲା। BSB BSB: After Hezron died in Caleb-ephrathah, his wife Abijah bore to him Ashhur the father of Tekoa.
25 ULB ହିଷ୍ରୋଣର ପ୍ରଥମଜାତ ଯିରହମେଲର ଏହିସବୁ ସନ୍ତାନ ଥିଲେ, ପ୍ରଥମଜାତ ରାମ୍, ତହିଁ ଉତ୍ତାରେ ବୂନା, ଓରଣ, ଓତ୍ସମ୍ ଓ ଅହୀୟ। BSB BSB: The sons of Jerahmeel the firstborn of Hezron: Ram his firstborn, Bunah, Oren, Ozem, and Ahijah.
26 ULB ପୁଣି, ଯିରହମେଲର ଅନ୍ୟ ଏକ ଭାର୍ଯ୍ୟା ଥିଲା, ତାହାର ନାମ ଅଟାରା; ସେ ଓନମ୍ର ମାତା। BSB BSB: Jerahmeel had another wife named Atarah, who was the mother of Onam.
27 ULB ଆଉ ଯିରହମେଲର ପ୍ରଥମଜାତ ରାମ୍ର ପୁତ୍ର ମାଷ୍, ଯାମୀନ୍ ଓ ଏକର। BSB BSB: The sons of Ram the firstborn of Jerahmeel: Maaz, Jamin, and Eker.
28 ULB ଆଉ ଓନମ୍ର ପୁତ୍ର ଶମ୍ମୟ ଓ ଯାଦା; ଆଉ ଶମ୍ମୟର ପୁତ୍ର ନାଦବ୍ ଓ ଅବୀଶୂର। BSB BSB: The sons of Onam: Shammai and Jada. The sons of Shammai: Nadab and Abishur.
29 ULB ଅବୀଶୂରର ଭାର୍ଯ୍ୟାର ନାମ ଅବୀହୟିଲ୍ ଓ ସେ ତାହାର ଔରସରେ ଅହବାନ୍ ଓ ମୋଲୀଦକୁ ଜାତ କଲା। BSB BSB: Abishur’s wife was named Abihail, and she bore to him Ahban and Molid.
30 ULB ପୁଣି, ନାଦବ୍ର ପୁତ୍ର ସେଲଦ୍ ଓ ଅପ୍ପୟିମ୍; ମାତ୍ର ସେଲଦ୍ ନିଃସନ୍ତାନ ହୋଇ ମଲା। BSB BSB: The sons of Nadab: Seled and Appaim. Seled died without children.
31 ULB ଆଉ ଅପ୍ପୟିମ୍ର ପୁତ୍ର ଈଶୀ, ପୁଣି, ଈଶୀର ପୁତ୍ର ଶେଶନ୍। ଶେଶନ୍ର ପୁତ୍ର ଅହଲୟ। BSB BSB: The son of Appaim: Ishi. The son of Ishi: Sheshan. The son of Sheshan: Ahlai.
32 ULB ପୁଣି, ଶମ୍ମୟର ଭ୍ରାତା ଯାଦାର ସନ୍ତାନ ଯେଥର ଓ ଯୋନାଥନ; ଯେଥର ନିଃସନ୍ତାନ ହୋଇ ମଲା। BSB BSB: The sons of Jada the brother of Shammai: Jether and Jonathan. Jether died without children.
33 ULB ପୁଣି, ଯୋନାଥନର ପୁତ୍ର ପେଲତ୍ ଓ ସାସା, ଏସମସ୍ତେ ଯିରହମେଲର ସନ୍ତାନ। BSB BSB: The sons of Jonathan: Peleth and Zaza. These were the descendants of Jerahmeel.
34 ULB ଶେଶନ୍ର ପୁତ୍ର ନ ଥିଲେ, କେବଳ କନ୍ୟା ଥିଲେ। ପୁଣି, ଶେଶନ୍ର ଜଣେ ମିସ୍ରୀୟ ଦାସ ଥିଲା, ତାହାର ନାମ ଯାର୍ହା। BSB BSB: Sheshan had no sons, but only daughters. He also had an Egyptian servant named Jarha.
35 ULB ଆଉ ଶେଶନ୍ ଆପଣା ଦାସ ଯାର୍ହା ସଙ୍ଗେ ଆପଣା କନ୍ୟାକୁ ବିବାହ ଦେଲା; ତହୁଁ ସେ ତାହାର ଔରସରେ ଅତ୍ତୟକୁ ଜାତ କଲା। BSB BSB: Sheshan gave his daughter in marriage to his servant Jarha, and she bore to him Attai.
36 ULB ପୁଣି, ଅତ୍ତୟ ନାଥନକୁ ଜାତ କଲା ଓ ନାଥନ ସାବଦ୍କୁ ଜାତ କଲା, BSB BSB: Attai was the father of Nathan, Nathan was the father of Zabad,
37 ULB ସାବଦ୍ ଇଫ୍ଲଲକୁ ଜାତ କଲା ଓ ଇଫ୍ଲଲ ଓବେଦ୍କୁ ଜାତ କଲା; BSB BSB: Zabad was the father of Ephlal, Ephlal was the father of Obed,
38 ULB ଓବେଦ୍ ଯେହୂକୁ ଜାତ କଲା ଓ ଯେହୂ ଅସରୀୟକୁ ଜାତ କଲା; BSB BSB: Obed was the father of Jehu, Jehu was the father of Azariah,
39 ULB ପୁଣି, ଅସରୀୟ ହେଲସ୍କୁ ଜାତ କଲା ଓ ହେଲସ୍ ଇଲୀୟାସାକୁ ଜାତ କଲା; BSB BSB: Azariah was the father of Helez, Helez was the father of Elasah,
40 ULB ପୁଣି, ଇଲୀୟାସା ସିସମୟକୁ ଜାତ କଲା ଓ ସିସମୟ ଶଲ୍ଲୁମ୍କୁ ଜାତ କଲା; BSB BSB: Elasah was the father of Sismai, Sismai was the father of Shallum,
41 ULB ଶଲ୍ଲୁମ୍ ଯିକମୀୟକୁ ଜାତ କଲା ଓ ଯିକମୀୟ ଇଲୀଶାମାକୁ ଜାତ କଲା। BSB BSB: Shallum was the father of Jekamiah, and Jekamiah was the father of Elishama.
42 ULB ଯିରହମେଲର ଭ୍ରାତା କାଲେବର ପୁତ୍ରଗଣ, ତାହାର ଜ୍ୟେଷ୍ଠ ପୁତ୍ର ମେଶା ସୀଫ୍ର ପିତା ଥିଲା; ପୁଣି, ହିବ୍ରୋଣର ପିତା ମାରେଶାର ପୁତ୍ରଗଣ। BSB BSB: The sons of Caleb the brother of Jerahmeel: Mesha his firstborn, who was the father of Ziph, and Mareshah his second son, who was the father of Hebron.
43 ULB ଆଉ ହିବ୍ରୋଣର ପୁତ୍ର କୋରହ ଓ ତପୂହ ଓ ରେକମ୍, ଶେମା। BSB BSB: The sons of Hebron: Korah, Tappuah, Rekem, and Shema.
44 ULB ପୁଣି, ଶେମା ଯର୍କିୟମର ପିତା ରହମକୁ ଜାତ କଲା ଓ ରେକମ୍ ଶମ୍ମୟକୁ ଜାତ କଲା। BSB BSB: Shema was the father of Raham the father of Jorkeam, and Rekem was the father of Shammai.
45 ULB ଆଉ ଶମ୍ମୟର ପୁତ୍ର ମାୟୋନ୍; ମାୟୋନ୍ ବେଥ୍-ସୁରର ପିତା ଥିଲା। BSB BSB: The son of Shammai was Maon, and Maon was the father of Beth-zur.
46 ULB ପୁଣି, କାଲେବର ଉପପତ୍ନୀ ଐଫା ହାରଣକୁ ଓ ମୋତ୍ସାକୁ ଓ ଗାସେସକୁ ଜାତ କଲା। BSB BSB: Caleb’s concubine Ephah was the mother of Haran, Moza, and Gazez. Haran was the father of Gazez.
47 ULB ଆଉ ଯେହଦୟର ପୁତ୍ର ରେଗମ୍ ଓ ଯୋଥମ୍ ଓ ଗେଶନ୍ ଓ ପେଲଟ୍ ଓ ଐଫା ଓ ଶାଫ୍। BSB BSB: The sons of Jahdai: Regem, Jotham, Geshan, Pelet, Ephah, and Shaaph.
48 ULB ପୁଣି, କାଲେବର ଉପପତ୍ନୀ ମାଖା ଶେବରକୁ ଓ ତିର୍ହନଃକୁ ପ୍ରସବ କଲା। BSB BSB: Caleb’s concubine Maacah was the mother of Sheber and Tirhanah.
49 ULB ଆହୁରି ସେ ମଦ୍ମନ୍ନାର ପିତା ଶାଫ୍କୁ, ମଗ୍ବେନାର ପିତା ଶିବାକୁ ଓ ଗିବୀୟାର ପିତାକୁ ପ୍ରସବ କଲା; ଆଉ ଅକ୍ଷା କାଲେବର କନ୍ୟା ଥିଲା। BSB BSB: She was also the mother of Shaaph father of Madmannah, and of Sheva father of Machbenah and Gibea. Caleb’s daughter was Acsah.
50 ULB କାଲେବର ସନ୍ତାନଗଣ ଯଥା, ଇଫ୍ରାଥାର ପ୍ରଥମଜାତ ହୂରର ପୁତ୍ର ଶୋବଲ୍ କିରୀୟଥ୍-ଯିୟାରୀମ୍ର ପିତା; BSB BSB: These were the descendants of Caleb. The sons of Hur the firstborn of Ephrathah: Shobal the father of Kiriath-jearim,
51 ULB ସଲ୍ମା ବେଥଲିହିମର ପିତା, ହାରେଫ୍ ବେଥ୍-ଗାଦରର ପିତା; BSB BSB: Salma the father of Bethlehem, and Hareph the father of Beth-gader.
52 ULB ଆଉ କିରୀୟଥ୍-ଯିୟାରୀମ୍ର ପିତା ଶୋବଲ୍ର ପୁତ୍ରଗଣ ଥିଲେ; ହରାୟା ମନୁହୋଥର ଅର୍ଦ୍ଧାଂଶ। BSB BSB: These were the descendants of Shobal the father of Kiriath-jearim: Haroeh, half the Manahathites,
53 ULB ଆଉ କିରୀୟଥ୍-ଯିୟାରୀମ୍ର ଗୋଷ୍ଠୀ; ଯିତ୍ରୀୟ, ପୂଥୀୟ, ଶୂମାଥୀୟ ଓ ମିଶ୍ରାୟୀୟମାନେ; ଏମାନଙ୍କ ଠାରୁ ସରାୟୀୟ ଓ ଇଷ୍ଟାୟୋଲୀୟମାନେ ଉତ୍ପନ୍ନ ହେଲେ। BSB BSB: and the clans of Kiriath-jearim—the Ithrites, Puthites, Shumathites, and Mishraites. From these descended the Zorathites and Eshtaolites.
54 ULB ସଲ୍ମାର ସନ୍ତାନଗଣ; ଯଥା, ବେଥଲିହିମ ଓ ନଟୋଫାତୀୟମାନେ, ଅଟ୍ରୋତ୍ବେତ୍-ଯୋୟାବ ଓ ମାନହତୀୟମାନଙ୍କ ଅର୍ଦ୍ଧାଂଶ, ସରିୟୀୟମାନେ। BSB BSB: The descendants of Salma: Bethlehem, the Netophathites, Atroth-beth-joab, half the Manahathites, the Zorites,
55 ULB ଆଉ ଯାବେଷ୍ ନିବାସୀ ଲେଖକମାନଙ୍କ ଗୋଷ୍ଠୀ, ଯଥା, ତିରିୟାଥୀୟ, ଶିମିୟଥୀୟ, ସୂଖାଥୀୟମାନେ। ଏମାନେ ରେଖବ-ବଂଶର ପୂର୍ବପୁରୁଷ ହମ୍ମତ୍ଠାରୁ ଉତ୍ପନ୍ନ କେନୀୟ ଲୋକ। BSB BSB: and the clans of the scribes who lived at Jabez—the Tirathites, Shimeathites, and Sucathites. These are the Kenites who came from Hammath, the father of the house of Rechab.
Select verses for actions: Enter goes to them and Escape comes back.