1 ULB ହାରୋଣ-ସନ୍ତାନଗଣର ପାଳିର ବୃତ୍ତାନ୍ତ। ହାରୋଣଙ୍କର ପୁତ୍ର ନାଦବ୍, ଅବୀହୂ, ଇଲୀୟାସର ଓ ଈଥାମର। BSB BSB: These were the divisions of the descendants of Aaron. The sons of Aaron were Nadab, Abihu, Eleazar, and Ithamar.
2 ULB ମାତ୍ର ନାଦବ୍, ଅବୀହୂ ଆପଣାମାନଙ୍କ ପିତାଙ୍କ ଆଗେ ମଲେ ଓ ସେମାନଙ୍କର ସନ୍ତାନ ନ ଥିଲା; ଏହେତୁ ଇଲୀୟାସର ଓ ଈଥାମର ଯାଜକର କାର୍ଯ୍ୟ କଲେ। BSB BSB: But Nadab and Abihu died before their father did, and they had no sons; so Eleazar and Ithamar served as priests.
3 ULB ଆଉ ଦାଉଦ ଓ ଇଲୀୟାସରର ସନ୍ତାନ ସାଦୋକ ଓ ଈଥାମରର ସନ୍ତାନ ଅହୀମେଲକ୍, ଯାଜକମାନଙ୍କୁ ସେମାନଙ୍କ ଶ୍ରେଣୀ ଅନୁସାରେ ସେବାକର୍ମରେ ବିଭକ୍ତ କଲେ। BSB BSB: With the help of Eleazar’s descendant Zadok and Ithamar’s descendant Ahimelech, David divided them according to the offices of their service.
4 ULB ପୁଣି, ଈଥାମରର ସନ୍ତାନଗଣ ଅପେକ୍ଷା ଇଲୀୟାସରର ସନ୍ତାନଗଣ ମଧ୍ୟରେ ଅନେକ ପ୍ରଧାନ ପୁରୁଷ ଥିଲେ; ସେମାନେ ଏହିରୂପେ ବିଭକ୍ତ ହେଲେ, ଯଥା, ଇଲୀୟାସରର ସନ୍ତାନଗଣ ମଧ୍ୟରେ ଷୋଳ ଜଣ ପିତୃବଂଶର ପ୍ରଧାନ ଥିଲେ; ଆଉ ଈଥାମରର ସନ୍ତାନଗଣ ମଧ୍ୟରେ ଆପଣା ଆପଣା ପିତୃବଂଶାନୁସାରେ ଆଠ ଜଣ ଥିଲେ। BSB BSB: Since more leaders were found among Eleazar’s descendants than those of Ithamar, they were divided accordingly. There were sixteen heads of families from the descendants of Eleazar and eight from the descendants of Ithamar.
5 ULB ଏହିରୂପେ ସେମାନେ ଅବଶେଷରେ ଗୁଲିବାଣ୍ଟ ଦ୍ୱାରା ବିଭକ୍ତ କରାଗଲେ; କାରଣ, ଇଲୀୟାସର ଓ ଈଥାମର, ଉଭୟର ସନ୍ତାନଗଣ ମଧ୍ୟରୁ ପବିତ୍ର ସ୍ଥାନର ଅଧିପତି ଓ ପରମେଶ୍ୱରଙ୍କ ଗୃହର ଅଧିପତି ହେଲେ। BSB BSB: Thus they were divided by lot, for there were officers of the sanctuary and officers of God among both Eleazar’s and Ithamar’s descendants.
6 ULB ପୁଣି, ରାଜାଙ୍କର, ଅଧିପତିମାନଙ୍କର, ସାଦୋକ ଯାଜକର, ଅବୀୟାଥରର ପୁତ୍ର ଅହୀମେଲକ୍ର, ଯାଜକୀୟ ଓ ଲେବୀୟ ପିତୃବଂଶର ପ୍ରଧାନମାନଙ୍କ ସାକ୍ଷାତରେ ଲେବୀ-ବଂଶଜାତ ନଥନେଲର ପୁତ୍ର ଶମୟୀୟ ଲେଖକ ସେମାନଙ୍କ ନାମ ଲେଖିଲା; ଇଲୀୟାସର ନିମନ୍ତେ ଏକ ପିତୃବଂଶ ଓ ଈଥାମର ନିମନ୍ତେ ଏକ ପିତୃବଂଶ ଗ୍ରହଣ କରାଗଲା। BSB BSB: The scribe, Shemaiah son of Nethanel, a Levite, recorded their names in the presence of the king and of the officers: Zadok the priest, Ahimelech son of Abiathar, and the heads of families of the priests and the Levites—one family being taken from Eleazar, and then one from Ithamar.
7 ULB ପ୍ରଥମ ଗୁଲିବାଣ୍ଟ ଯିହୋୟାରୀବ୍ ପାଇଁ ଉଠିଲା, ଦ୍ୱିତୀୟ ଯିଦୟୀୟ ପାଇଁ; BSB BSB: The first lot fell to Jehoiarib, the second to Jedaiah,
8 ULB ତୃତୀୟ ହାରୀମ୍ ପାଇଁ, ଚତୁର୍ଥ ସୀୟୋରୀମ୍ ପାଇଁ; BSB BSB: the third to Harim, the fourth to Seorim,
9 ULB ପଞ୍ଚମ ମଲ୍କୀୟ ପାଇଁ; ଷଷ୍ଠ ମିୟାମୀନ୍ ପାଇଁ; BSB BSB: the fifth to Malchijah, the sixth to Mijamin,
10 ULB ସପ୍ତମ ହକ୍କୋସ୍ ପାଇଁ, ଅଷ୍ଟମ ଅବୀୟ ପାଇଁ; BSB BSB: the seventh to Hakkoz, the eighth to Abijah,
11 ULB ନବମ ଯେଶୂୟ ପାଇଁ; ଦଶମ ଶଖନୀୟ ପାଇଁ; BSB BSB: the ninth to Jeshua, the tenth to Shecaniah,
12 ULB ଏକାଦଶ ଇଲୀୟାଶୀବ ପାଇଁ, ଦ୍ୱାଦଶ ଯାକୀମ୍ ପାଇଁ; BSB BSB: the eleventh to Eliashib, the twelfth to Jakim,
13 ULB ତ୍ରୟୋଦଶ ହୁପ୍ପା ପାଇଁ, ଚତୁର୍ଦ୍ଦଶ ଯେଶବା ପାଇଁ; BSB BSB: the thirteenth to Huppah, the fourteenth to Jeshebeab,
14 ULB ପଞ୍ଚଦଶ ବିଲ୍ଗା ପାଇଁ, ଷୋଡ଼ଶ ଇମ୍ମେର ପାଇଁ; BSB BSB: the fifteenth to Bilgah, the sixteenth to Immer,
15 ULB ସପ୍ତଦଶ ହେଷୀର ପାଇଁ, ଅଷ୍ଟାଦଶ ହିପ୍ପି ପାଇଁ; BSB BSB: the seventeenth to Hezir, the eighteenth to Happizzez,
16 ULB ଊନବିଂଶ ପଥାହୀୟ ପାଇଁ, ବିଂଶ ଯିହିଷ୍କେଲ ପାଇଁ; BSB BSB: the nineteenth to Pethahiah, the twentieth to Jehezkel,
17 ULB ଏକବିଂଶ ଯାଖୀନ୍ ପାଇଁ, ଦ୍ୱାବିଂଶ ଗାମୂଲ୍ ପାଇଁ; BSB BSB: the twenty-first to Jachin, the twenty-second to Gamul,
18 ULB ତ୍ରୟୋବିଂଶ ଦଲୟିୟ ପାଇଁ, ଚତୁର୍ବିଂଶ ମାସୀୟ ପାଇଁ ଉଠିଲା। BSB BSB: the twenty-third to Delaiah, and the twenty-fourth to Maaziah.
19 ULB ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଆଜ୍ଞାନୁସାରେ ସେମାନଙ୍କ ପିତା ହାରୋଣଙ୍କ ଦ୍ୱାରା ସେମାନଙ୍କ ପାଇଁ ନିରୂପିତ ବିଧି ଅନୁଯାୟୀ ସଦାପ୍ରଭୁଙ୍କ ଗୃହରେ ଉପସ୍ଥିତ ହେବା ବିଷୟରେ ସେମାନଙ୍କ ସେବାକର୍ମ ନିମନ୍ତେ ଏହି ଶ୍ରେଣୀ ହେଲା। BSB BSB: This was their appointed order for service when they entered the house of the LORD, according to the regulations prescribed for them by their forefather Aaron, as the LORD, the God of Israel, had commanded him.
20 ULB ଲେବୀର ଅବଶିଷ୍ଟ ସନ୍ତାନମାନଙ୍କ କଥା। ଅମ୍ରାମ୍ର ସନ୍ତାନମାନଙ୍କ ମଧ୍ୟରେ ଶୂୟେଲ; ଶବୂୟେଲର ସନ୍ତାନମାନଙ୍କ ମଧ୍ୟରେ ଯେହଦୀୟ। BSB BSB: Now these were the rest of the descendants of Levi: From the sons of Amram: Shubael; from the sons of Shubael: Jehdeiah.
21 ULB ରହବୀୟର କଥା; ରହବୀୟ-ସନ୍ତାନଗଣ ମଧ୍ୟରେ ଯିଶୀୟ ପ୍ରଧାନ। BSB BSB: As for Rehabiah, from his sons: The first was Isshiah.
22 ULB ଯିଷ୍ହରୀୟମାନଙ୍କ ମଧ୍ୟରେ ଶଲୋମୀତ୍; ଶଲୋମୀତ୍ର ପୁତ୍ରମାନଙ୍କ ମଧ୍ୟରେ ଯହତ୍। BSB BSB: From the Izharites: Shelomoth; from the sons of Shelomoth: Jahath.
23 ULB ହିବ୍ରୋଣର ପୁତ୍ର ଯିରୀୟ ପ୍ରଥମ, ଦ୍ୱିତୀୟ ଅମରୀୟ, ତୃତୀୟ ଯହସୀୟେଲ, ଚତୁର୍ଥ ଯିକ୍ମୀୟାମ୍। BSB BSB: From the sons of Hebron: Jeriah was the first, Amariah the second, Jahaziel the third, and Jekameam the fourth.
24 ULB ଉଷୀୟେଲର ପୁତ୍ର ମୀଖା; ମୀଖାର ପୁତ୍ରମାନଙ୍କ ମଧ୍ୟରେ ଶାମୀର୍। BSB BSB: From the sons of Uzziel: Micah; from the sons of Micah: Shamir.
25 ULB ମୀଖାର ଭ୍ରାତା ଯିଶୀୟ; ଯିଶୀୟର ପୁତ୍ରମାନଙ୍କ ମଧ୍ୟରେ ଜିଖରୀୟ। BSB BSB: The brother of Micah: Isshiah; from the sons of Isshiah: Zechariah.
26 ULB ମରାରିର ପୁତ୍ର ମହଲି ଓ ମୂଶି; ଯାସୀୟର ପୁତ୍ର ବିନୋ। BSB BSB: The sons of Merari: Mahli and Mushi. The son of Jaaziah: Beno.
27 ULB ମରାରିର ସନ୍ତାନଗଣ ଯାସୀୟର ପୁତ୍ର ବିନୋ, ଶୋହମ୍, ସକ୍କୁର ଓ ଇବ୍ରି। BSB BSB: The descendants of Merari from Jaaziah: Beno, Shoham, Zaccur, and Ibri.
28 ULB ମହଲିର ପୁତ୍ର ଇଲୀୟାସର, ଏହାର ପୁତ୍ର ନ ଥିଲେ। BSB BSB: From Mahli: Eleazar, who had no sons.
29 ULB କୀଶ୍ର କଥା; କୀଶ୍ର ପୁତ୍ର ଯିରହମେଲ। BSB BSB: From Kish: Jerahmeel the son of Kish.
30 ULB ପୁଣି, ମୂଶିର ପୁତ୍ର ମହଲି, ଏଦର ଓ ଯିରେମୋତ୍। ଏମାନେ ଆପଣା ଆପଣା ପିତୃବଂଶାନୁସାରେ ଲେବୀର ସନ୍ତାନ। BSB BSB: And the sons of Mushi: Mahli, Eder, and Jerimoth. These were the sons of the Levites, according to their families.
31 ULB ଏମାନେ ହିଁ ଆପଣାମାନଙ୍କ ଭ୍ରାତା ହାରୋଣ-ସନ୍ତାନଗଣ ତୁଲ୍ୟ ଦାଉଦ ରାଜା, ସାଦୋକ ଓ ଅହୀମେଲକ୍, ପୁଣି, ଯାଜକୀୟ ଓ ଲେବୀୟ ପିତୃବଂଶର ପ୍ରଧାନମାନଙ୍କ ସାକ୍ଷାତରେ ଗୁଲିବାଣ୍ଟ କଲେ; ପୁଣି, ବଂଶର ପ୍ରଧାନ ଲୋକ ଯେପରି କଲା, ତାହାର କନିଷ୍ଠ ଭ୍ରାତା ହିଁ ସେହିପରି କଲା। BSB BSB: As their brothers the descendants of Aaron did, they also cast lots in the presence of King David and of Zadok, Ahimelech, and the heads of the families of the priests and Levites—the family heads and their younger brothers alike.
Select verses for actions: Enter goes to them and Escape comes back.