1 ULB ଆପଣା ଆପଣା ସଂଖ୍ୟାନୁସାରେ ଇସ୍ରାଏଲ ସନ୍ତାନଗଣ, ଅର୍ଥାତ୍, ପିତୃବଂଶର ପ୍ରଧାନମାନେ ଓ ସହସ୍ରପତିମାନେ ଓ ଶତପତିମାନେ ଓ ସେମାନଙ୍କର କାର୍ଯ୍ୟଶାସକମାନେ, ବର୍ଷର ସମୁଦାୟ ମାସରେ ମାସକୁ ମାସ ପାଳିର ଯେକୌଣସି ବିଷୟରେ ରାଜାଙ୍କର ସେବା କରିବାକୁ ଆସିଲେ ଓ ଗଲେ, ସେମାନଙ୍କ ପ୍ରତ୍ୟେକ ପାଳିରେ ଚବିଶ ହଜାର ଲୋକ ଥିଲେ। BSB BSB: This is the list of the Israelites—the heads of families, the commanders of thousands and of hundreds, and their officers who served the king in every matter concerning the divisions on rotating military duty each month throughout the year. There were 24,000 men in each division:
2 ULB ପ୍ରଥମ ପାଳି ଉପରେ ପ୍ରଥମ ମାସ ନିମନ୍ତେ ସବ୍ଦୀୟେଲର ପୁତ୍ର ଯାଶ୍ବୀୟାମ୍ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ। BSB BSB: Jashobeam son of Zabdiel was in charge of the first division, which was assigned the first month. There were 24,000 men in his division.
3 ULB ସେ ପେରସ ବଂଶୀୟ ଲୋକ, ପ୍ରଥମ ମାସ ପାଇଁ ନିଯୁକ୍ତ ସକଳ ସେନାପତିଙ୍କ ଉପରେ ପ୍ରଧାନ ଥିଲା। BSB BSB: He was a descendant of Perez and chief of all the army commanders for the first month.
4 ULB ଦ୍ୱିତୀୟ ମାସର ପାଳି ଉପରେ ଅହୋହୀୟ ଦୋଦୟ ଓ ତାହାର ଦଳୀୟ ଲୋକ ଥିଲେ; ମିକ୍ଲୋତ୍ ଶାସକ ଥିଲା ଓ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ। BSB BSB: Dodai the Ahohite was in charge of the division for the second month, and Mikloth was the leader. There were 24,000 men in his division.
5 ULB ତୃତୀୟ ମାସ ନିମନ୍ତେ ତୃତୀୟ ସେନାପତି ଯିହୋୟାଦା ଯାଜକର ପୁତ୍ର ବନାୟ ପ୍ରଧାନ ଥିଲା; ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ। BSB BSB: The third army commander, as chief for the third month, was Benaiah son of Jehoiada the priest. There were 24,000 men in his division.
6 ULB ଏହି ବନାୟ ତିରିଶ ବୀରଙ୍କ ମଧ୍ୟରେ ଗଣିତ ଓ ସେହି ତିରିଶ ଜଣଙ୍କ ଉପରେ ପ୍ରଧାନ ଥିଲା; ଆଉ ତାହାର ପାଳିରେ ତାହାର ପୁତ୍ର ଅମ୍ମୀଷାବଦ୍ ଥିଲା। BSB BSB: This Benaiah was mighty among the Thirty and was over the Thirty, and his son Ammizabad was in charge of his division.
7 ULB ଚତୁର୍ଥ ମାସ ପାଇଁ ଚତୁର୍ଥ ସେନାପତି ଯୋୟାବର ଭ୍ରାତା ଅସାହେଲ ଥିଲା ଓ ତାହା ଉତ୍ତାରେ ତାହାର ପୁତ୍ର ସବଦୀୟ; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ। BSB BSB: The fourth, for the fourth month, was Joab’s brother Asahel, and his son Zebadiah was commander after him. There were 24,000 men in his division.
8 ULB ପଞ୍ଚମ ମାସ ନିମନ୍ତେ ପଞ୍ଚମ ସେନାପତି ଯିଷ୍ରାହୀୟ ଶମ୍ମୋତ୍ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ। BSB BSB: The fifth, for the fifth month, was the commander Shamhuth the Izrahite. There were 24,000 men in his division.
9 ULB ଷଷ୍ଠ ମାସ ନିମନ୍ତେ ଷଷ୍ଠ ସେନାପତି ତକୋୟୀୟ ଇକ୍କେଶର ପୁତ୍ର ଈରା ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ। BSB BSB: The sixth, for the sixth month, was Ira son of Ikkesh the Tekoite. There were 24,000 men in his division.
10 ULB ସପ୍ତମ ମାସ ନିମନ୍ତେ ସେନାପତି ଇଫ୍ରୟିମ-ବଂଶଜାତ ପଲୋନୀୟ ହେଲସ୍ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ। BSB BSB: The seventh, for the seventh month, was Helez the Pelonite, an Ephraimite. There were 24,000 men in his division.
11 ULB ଅଷ୍ଟମ ମାସ ନିମନ୍ତେ ଅଷ୍ଟମ ସେନାପତି ସେରହ-ବଂଶଜାତ ହୂଶାତୀୟ ସିବ୍ବଖୟ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ। BSB BSB: The eighth, for the eighth month, was Sibbecai the Hushathite, a Zerahite. There were 24,000 men in his division.
12 ULB ନବମ ମାସ ନିମନ୍ତେ ନବମ ସେନାପତି ବିନ୍ୟାମୀନ୍-ବଂଶଜାତ ଅନାଥୋତୀୟ ଅବୀୟେଷର ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ। BSB BSB: The ninth, for the ninth month, was Abiezer the Anathothite, a Benjamite. There were 24,000 men in his division.
13 ULB ଦଶମ ମାସ ନିମନ୍ତେ ଦଶମ ସେନାପତି ସେରହ-ବଂଶଜାତ ନଟୋଫାତୀୟ ମହରୟ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ। BSB BSB: The tenth, for the tenth month, was Maharai the Netophathite, a Zerahite. There were 24,000 men in his division.
14 ULB ଏକାଦଶ ମାସ ନିମନ୍ତେ ଏକାଦଶ ସେନାପତି ଇଫ୍ରୟିମ-ବଂଶଜାତ ପିରୀୟାଥୋନୀୟ ବନାୟ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ। BSB BSB: The eleventh, for the eleventh month, was Benaiah the Pirathonite, an Ephraimite. There were 24,000 men in his division.
15 ULB ଦ୍ୱାଦଶ ମାସ ନିମନ୍ତେ ଦ୍ୱାଦଶ ସେନାପତି ଅତ୍ନୀୟେଲ-ବଂଶଜାତ ନଟୋଫାତୀୟ ହିଲ୍ଦୟ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ। BSB BSB: The twelfth, for the twelfth month, was Heldai the Netophathite, from the family of Othniel. There were 24,000 men in his division.
16 ULB ଆହୁରି ଇସ୍ରାଏଲର ବଂଶାଧ୍ୟକ୍ଷଗଣ; ରୁବେନୀୟମାନଙ୍କ ମଧ୍ୟରେ ସିଖ୍ରିର ପୁତ୍ର ଅଧ୍ୟକ୍ଷ ଇଲୀୟେଜର; ଶିମୀୟୋନୀୟମାନଙ୍କ ମଧ୍ୟରେ ମାଖାର ପୁତ୍ର ଶଫଟୀୟ। BSB BSB: These officers were in charge of the tribes of Israel: Over the Reubenites was Eliezer son of Zichri; over the Simeonites was Shephatiah son of Maacah;
17 ULB ଲେବୀ-ବଂଶ ମଧ୍ୟରେ କମୂୟେଲର ପୁତ୍ର ହଶବୀୟ; ହାରୋଣ-ବଂଶ ମଧ୍ୟରେ ସାଦୋକ। BSB BSB: over Levi was Hashabiah son of Kemuel; over Aaron was Zadok;
18 ULB ଯିହୁଦା-ବଂଶ ମଧ୍ୟରେ ଦାଉଦଙ୍କର ଜଣେ ଭ୍ରାତା ଇଲୀହୂ; ଇଷାଖର-ବଂଶ ମଧ୍ୟରେ ମୀଖାୟେଲର ପୁତ୍ର ଅମ୍ରି। BSB BSB: over Judah was Elihu, one of David’s brothers; over Issachar was Omri son of Michael;
19 ULB ସବୂଲୂନ-ବଂଶ ମଧ୍ୟରେ ଓବଦୀୟର ପୁତ୍ର ଯିଶ୍ମୟୀୟ; ନପ୍ତାଲି-ବଂଶ ମଧ୍ୟରେ ଅସ୍ରୀୟେଲ୍ର ପୁତ୍ର ଯିରେମୋତ୍। BSB BSB: over Zebulun was Ishmaiah son of Obadiah; over Naphtali was Jerimoth son of Azriel;
20 ULB ଇଫ୍ରୟିମ-ସନ୍ତାନଗଣ ମଧ୍ୟରେ ଅସସୀୟର ପୁତ୍ର ହୋଶେୟ; ମନଃଶିର ଅର୍ଦ୍ଧ ବଂଶ ମଧ୍ୟରେ ପଦାୟର ପୁତ୍ର ଯୋୟେଲ। BSB BSB: over the Ephraimites was Hoshea son of Azaziah; over one of the half-tribes of Manasseh was Joel son of Pedaiah;
21 ULB ଗିଲୀୟଦସ୍ଥ ମନଃଶିର ଅର୍ଦ୍ଧ ବଂଶ ମଧ୍ୟରେ ଜିଖରୀୟର ପୁତ୍ର ଇଦ୍ଦୋ; ବିନ୍ୟାମୀନ୍-ବଂଶ ମଧ୍ୟରେ ଅବ୍ନରର ପୁତ୍ର ଯାସୀୟେଲ୍। BSB BSB: over the half-tribe of Manasseh in Gilead was Iddo son of Zechariah; over Benjamin was Jaasiel son of Abner;
22 ULB ଦାନ୍-ବଂଶ ମଧ୍ୟରେ ଯିରୋହମର ପୁତ୍ର ଅସରେଲ୍; ଏମାନେ ଇସ୍ରାଏଲର ବଂଶାଧ୍ୟକ୍ଷ ଥିଲେ। BSB BSB: and over Dan was Azarel son of Jeroham. These were the leaders of the tribes of Israel.
23 ULB ମାତ୍ର ଦାଉଦ କୋଡ଼ିଏ ବର୍ଷ ଓ ତହିଁରୁ ନ୍ୟୂନ ବୟସ୍କ ଲୋକମାନଙ୍କର ସଂଖ୍ୟା ନେଲେ ନାହିଁ। କାରଣ ସଦାପ୍ରଭୁ ଆକାଶମଣ୍ଡଳର ତାରାଗଣ ତୁଲ୍ୟ ଇସ୍ରାଏଲକୁ ବହୁସଂଖ୍ୟକ କରିବେ ବୋଲି କହିଥିଲେ। BSB BSB: David did not count the men aged twenty or under, because the LORD had said that He would make Israel as numerous as the stars of the sky.
24 ULB ସରୁୟାର ପୁତ୍ର ଯୋୟାବ ଗଣନା କରିବାକୁ ଆରମ୍ଭ କରିଥିଲା, ମାତ୍ର ସମାପ୍ତ କଲା ନାହିଁ; କାରଣ, ସେହି ଗଣନା ସକାଶୁ ଇସ୍ରାଏଲ ଉପରେ କ୍ରୋଧ ଉପସ୍ଥିତ ହେଲା; ପୁଣି, ସେହି ସଂଖ୍ୟା ଦାଉଦ ରାଜାଙ୍କର ଇତିହାସ ପୁସ୍ତକରେ ଲେଖାଗଲା ନାହିଁ। BSB BSB: Joab son of Zeruiah began to count the men but did not finish. For because of this census wrath came upon Israel, and the number was not entered in the Book of the Chronicles of King David.
25 ULB ଆଉ, ଅଦୀୟେଲର ପୁତ୍ର ଅସ୍ମାବତ୍ ରାଜାଙ୍କ କୋଷାଧ୍ୟକ୍ଷ, ପୁଣି, ଉଷୀୟର ପୁତ୍ର ଯୋନାଥନ କ୍ଷେତ୍ର, ନଗର ଓ ଗ୍ରାମ ଓ ଦୁର୍ଗସ୍ଥିତ ଭଣ୍ଡାରସବୁର ଅଧ୍ୟକ୍ଷ ଥିଲା। BSB BSB: Azmaveth son of Adiel was in charge of the royal storehouses. Jonathan son of Uzziah was in charge of the storehouses in the country, in the cities, in the villages, and in the fortresses.
26 ULB ଆଉ କଲୂବର ପୁତ୍ର ଇଷ୍ରି କୃଷିକର୍ମକାରୀମାନଙ୍କର ଅଧ୍ୟକ୍ଷ ଥିଲା। BSB BSB: Ezri son of Chelub was in charge of the workers in the fields who tilled the soil.
27 ULB ରାମାଥୀୟ ଶିମୀୟି ଦ୍ରାକ୍ଷାକ୍ଷେତ୍ରସକଳର ଅଧ୍ୟକ୍ଷ ଓ ଶିଫ୍ମୀୟ ସବ୍ଦି ଦ୍ରାକ୍ଷାକ୍ଷେତ୍ରୋତ୍ପନ୍ନ ଦ୍ରାକ୍ଷାରସ-ଭଣ୍ଡାରର ଅଧ୍ୟକ୍ଷ ଥିଲା। BSB BSB: Shimei the Ramathite was in charge of the vineyards. Zabdi the Shiphmite was in charge of the produce of the vineyards for the wine vats.
28 ULB ପୁଣି, ଗାଦେରୀୟ ବାଲ୍ହାନନ୍ ତଳଭୂମିସ୍ଥିତ ଜୀତବୃକ୍ଷ ଓ ଡିମ୍ବିରି ବୃକ୍ଷସବୁର ଅଧ୍ୟକ୍ଷ ଓ ଯୋୟାଶ୍ ତୈଳ-ଭଣ୍ଡାରର ଅଧ୍ୟକ୍ଷ ଥିଲା। BSB BSB: Baal-hanan the Gederite was in charge of the olive and sycamore trees in the foothills. Joash was in charge of the stores of olive oil.
29 ULB ଆଉ ଶାରୋଣୀୟ ସିଟ୍ରୟ ଶାରୋଣରେ ଚରିବା ପଶୁପଲର ଅଧ୍ୟକ୍ଷ; ପୁଣି, ଅଦ୍ଲୟର ପୁତ୍ର ଶାଫଟ୍ ସବୁ ଉପତ୍ୟକାସ୍ଥିତ ପଶୁପଲର ଅଧ୍ୟକ୍ଷ ଥିଲା। BSB BSB: Shitrai the Sharonite was in charge of the herds grazing in Sharon. Shaphat son of Adlai was in charge of the herds in the valleys.
30 ULB ଇଶ୍ମାୟେଲୀୟ ଓବୀଲ୍ ଉଷ୍ଟ୍ରଗଣର ଅଧ୍ୟକ୍ଷ ଓ ମେରୋଣୋଥୀୟ ଯେହଦୀୟ ଗର୍ଦ୍ଦଭୀଗଣର ଅଧ୍ୟକ୍ଷ ଥିଲା। BSB BSB: Obil the Ishmaelite was in charge of the camels. Jehdeiah the Meronothite was in charge of the donkeys.
31 ULB ହାଗରୀୟ ଯାଷୀଷ୍ ସବୁ ମେଷପଲର ଅଧ୍ୟକ୍ଷ ଥିଲା; ଏସମସ୍ତେ ଦାଉଦ ରାଜାଙ୍କର ସମ୍ପତ୍ତିର ଅଧ୍ୟକ୍ଷ ଥିଲେ। BSB BSB: Jaziz the Hagrite was in charge of the flocks. All these officials were in charge of King David’s property.
32 ULB ଆହୁରି ଦାଉଦଙ୍କର ପିତୃବ୍ୟ ଯୋନାଥନ ମନ୍ତ୍ରୀ ଥିଲା, ସେ ବିଜ୍ଞ ଓ ଲେଖକ। ଆଉ ହକ୍ମୋନୀୟର ପୁତ୍ର ଯିହୀୟେଲ ରାଜପୁତ୍ରମାନଙ୍କର ସଙ୍ଗୀ ଥିଲା। BSB BSB: David’s uncle Jonathan was a counselor; he was a man of insight and a scribe. Jehiel son of Hachmoni attended to the sons of the king.
33 ULB ଅହୀଥୋଫଲ ରାଜମନ୍ତ୍ରୀ ଓ ଅର୍କୀୟ ହୂଶୟ ରାଜମିତ୍ର ଥିଲା। BSB BSB: Ahithophel was the king’s counselor. Hushai the Archite was the king’s friend.
34 ULB ଆଉ ଅହୀଥୋଫଲ ଉତ୍ତାରେ ବନାୟର ପୁତ୍ର ଯିହୋୟାଦା ଓ ଅବୀୟାଥର ଥିଲେ; ପୁଣି, ଯୋୟାବ ରାଜାଙ୍କ ସୈନ୍ୟର ଅଧିପତି ଥିଲା। BSB BSB: Ahithophel was succeeded by Jehoiada son of Benaiah, then by Abiathar. Joab was the commander of the king’s army.
Select verses for actions: Enter goes to them and Escape comes back.