1 ULB ଦାଉଦଙ୍କର ଏହି ପୁତ୍ରମାନେ ହିବ୍ରୋଣରେ ଜାତ ହୋଇଥିଲେ; ଜ୍ୟେଷ୍ଠ ପୁତ୍ର ଅମ୍ନୋନ, ସେ ଯିଷ୍ରିୟେଲୀୟା ଅହୀନୋୟମଠାରୁ ଜାତ; ଦ୍ୱିତୀୟ ଦାନିୟେଲ, ସେ କର୍ମିଲୀୟା ଅବୀଗଲଠାରୁ ଜାତ; BSB BSB: These were the sons of David who were born to him in Hebron: The firstborn was Amnon by Ahinoam of Jezreel; the second was Daniel by Abigail of Carmel;
2 ULB ତୃତୀୟ ଅବଶାଲୋମ, ସେ ଗଶୂରର ରାଜା ତଲ୍ମୟର କନ୍ୟା ମାଖାର ପୁତ୍ର; ଚତୁର୍ଥ ଅଦୋନୀୟ, ସେ ହଗୀତର ପୁତ୍ର; BSB BSB: the third was Absalom the son of Maacah daughter of King Talmai of Geshur; the fourth was Adonijah the son of Haggith;
3 ULB ପଞ୍ଚମ ଶଫଟୀୟ, ସେ ଅବିଟଲଠାରୁ ଜାତ; ଷଷ୍ଠ ଯିତ୍ରୀୟମ, ସେ ଦାଉଦଙ୍କର ଭାର୍ଯ୍ୟା ଇଗ୍ଲାଠାରୁ ଜାତ। BSB BSB: the fifth was Shephatiah by Abital; and the sixth was Ithream by his wife Eglah.
4 ULB ହିବ୍ରୋଣରେ ଦାଉଦଙ୍କର ଛଅ ପୁତ୍ର ଜାତ ହେଲେ ଓ ସେଠାରେ ସେ ସାତ ବର୍ଷ ଛଅ ମାସ ରାଜ୍ୟ କଲେ; ପୁଣି, ସେ ଯିରୂଶାଲମରେ ତେତିଶ ବର୍ଷ ରାଜ୍ୟ କଲେ। BSB BSB: These six sons were born to David in Hebron, where he reigned seven years and six months. And David reigned in Jerusalem thirty-three years,
5 ULB ଯିରୂଶାଲମରେ ତାଙ୍କର ଏହି ପୁତ୍ରମାନେ ଜାତ ହୋଇଥିଲେ, ଯଥା, ଶିମୀୟ, ଶୋବବ୍, ନାଥନ ଓ ଶଲୋମନ, ଏହି ଚାରି ଜଣ ଅମ୍ମୀୟେଲର କନ୍ୟା ବତ୍ଶୂୟାଠାରୁ ଜାତ; BSB BSB: and these sons were born to him in Jerusalem: Shimea, Shobab, Nathan, and Solomon. These four were born to him by Bathsheba daughter of Ammiel.
6 ULB ଆହୁରି ୟିଭର ଓ ଇଲୀଶାମା ଓ ଇଲୀଫେଲଟ୍; BSB BSB: David’s other sons were Ibhar, Elishua, Eliphelet,
7 ULB ନୋଗହ ଓ ନେଫଗ୍ ଓ ଯାଫୀୟ; BSB BSB: Nogah, Nepheg, Japhia,
8 ULB ଇଲୀଶାମା ଓ ଇଲୀୟାଦା ଓ ଇଲୀଫେଲଟ୍, ଏହି ନଅ ଜଣ। BSB BSB: Elishama, Eliada, and Eliphelet—nine in all.
9 ULB ଏସମସ୍ତେ ଦାଉଦଙ୍କର ପୁତ୍ର; ଏମାନେ ଉପପତ୍ନୀଗଣର ସନ୍ତାନମାନଙ୍କଠାରୁ ଭିନ୍ନ; ଆଉ ତାମର ଏମାନଙ୍କର ଭଗିନୀ ଥିଲା। BSB BSB: These were all the sons of David, besides the sons by his concubines. And Tamar was their sister.
10 ULB ପୁଣି, ଶଲୋମନଙ୍କର ପୁତ୍ର ରିହବୀୟାମ, ତାଙ୍କର ପୁତ୍ର ଅବୀୟ, ତାହାର ପୁତ୍ର ଆସା, ତାହାର ପୁତ୍ର ଯିହୋଶାଫଟ୍; BSB BSB: Solomon’s son was Rehoboam: Abijah was his son, Asa his son, Jehoshaphat his son,
12 ULB ତାହାର ପୁତ୍ର ଅମତ୍ସୀୟ, ତାହାର ପୁତ୍ର ଅସରୀୟ, ତାହାର ପୁତ୍ର ଯୋଥମ୍; BSB BSB: Amaziah his son, Azariah his son, Jotham his son,
13 ULB ତାହାର ପୁତ୍ର ଆହସ୍, ତାହାର ପୁତ୍ର ହିଜକୀୟ, ତାହାର ପୁତ୍ର ମନଃଶି; BSB BSB: Ahaz his son, Hezekiah his son, Manasseh his son,
14 ULB ତାହାର ପୁତ୍ର ଆମୋନ୍, ତାହାର ପୁତ୍ର ଯୋଶୀୟ। BSB BSB: Amon his son, and Josiah his son.
15 ULB ଯୋଶୀୟର ପୁତ୍ରଗଣ, ଯଥା, ପ୍ରଥମଜାତ ଯୋହାନନ୍, ଦ୍ୱିତୀୟ ଯିହୋୟାକୀମ୍, ତୃତୀୟ ସିଦିକୀୟ, ଚତୁର୍ଥ ଶଲ୍ଲୁମ୍। BSB BSB: The sons of Josiah: Johanan was the firstborn, Jehoiakim the second, Zedekiah the third, and Shallum the fourth.
16 ULB ପୁଣି, ଯିହୋୟାକୀମ୍ର ସନ୍ତାନଗଣ; ତାହାର ପୁତ୍ର ଯିକନୀୟ, ତାହାର ପୁତ୍ର ସିଦିକୀୟ। BSB BSB: The successors of Jehoiakim: Jeconiah his son, and Zedekiah.
17 ULB ବନ୍ଦୀ ଯିକନୀୟର ସନ୍ତାନଗଣ; BSB BSB: The descendants of Jeconiah the captive: Shealtiel his son,
18 ULB ତାହାର ପୁତ୍ର ଶଲ୍ଟୀୟେଲ, ମଲ୍କୀରାମ୍, ପଦାୟ, ଶିନତ୍ସର, ଯିକମୀୟ, ହୋଶାମା ଓ ନଦବିୟ। BSB BSB: Malchiram, Pedaiah, Shenazzar, Jekamiah, Hoshama, and Nedabiah.
19 ULB ପଦାୟର ପୁତ୍ର ଯିରୁବ୍ବାବିଲ୍ ଓ ଶିମୀୟି; ପୁଣି, ସରୁ ଯିରୁବ୍ବାବିଲ୍ର ସନ୍ତାନ ମଶୁଲ୍ଲମ୍ ଓ ହନାନୀୟ ଓ ଶଲୋମୀତ୍ ସେମାନଙ୍କର ଭଗିନୀ ଥିଲା। BSB BSB: The sons of Pedaiah: Zerubbabel and Shimei. The children of Zerubbabel: Meshullam and Hananiah, their sister Shelomith,
20 ULB ଆଉ ହଶୂବା, ଓହେଲ୍, ବେରିଖୀୟ, ହସଦୀୟ ଓ ଯୁଶବ-ହେଷଦ୍, ଏହି ପାଞ୍ଚ ଜଣ। BSB BSB: and five others: Hashubah, Ohel, Berechiah, Hasadiah, and Jushab-hesed.
21 ULB ଆଉ ହନାନୀୟର ସନ୍ତାନ ପ୍ଲଟୀୟ ଓ ଯିଶାୟାହ; ରଫାୟର ପୁତ୍ରଗଣ, ଅର୍ଣ୍ଣନର ପୁତ୍ରଗଣ, ଓବଦୀୟର ପୁତ୍ରଗଣ, ଶଖନୀୟର ପୁତ୍ରଗଣ। BSB BSB: The descendants of Hananiah: Pelatiah, Jeshaiah, and the sons of Rephaiah, of Arnan, of Obadiah, and of Shecaniah.
22 ULB ଶଖନୀୟର ପୁତ୍ରଗଣ; ଶମୟୀୟ; ଶମୟୀୟର ପୁତ୍ରଗଣ; ହଟୂଶ୍, ଯିଗାଲ, ବାରୀହ, ନିୟରୀୟ ଓ ଶାଫଟ୍, ଛଅ ଜଣ। BSB BSB: The six descendants of Shecaniah were Shemaiah and his sons: Hattush, Igal, Bariah, Neariah, and Shaphat.
23 ULB ନିୟରୀୟର ସନ୍ତାନ ଇଲୀୟୋଐନୟ, ହିଜକୀୟ ଓ ଅସ୍ରୀକାମ, ଏହି ତିନି ଜଣ। BSB BSB: The sons of Neariah: Elioenai, Hizkiah, and Azrikam—three in all.
24 ULB ପୁଣି, ଇଲୀୟୋଐନୟର ପୁତ୍ର ହୋଦବୀୟ, ଇଲୀୟାଶୀବ, ପ୍ଲାୟ, ଅକ୍କୂବ, ଯୋହାନନ୍, ଦଲୟିୟ ଓ ଅନାନି, ଏହି ସାତ ଜଣ। BSB BSB: The sons of Elioenai: Hodaviah, Eliashib, Pelaiah, Akkub, Johanan, Delaiah, and Anani—seven in all.
Select verses for actions: Enter goes to them and Escape comes back.