1 ULB ଲେବୀର ପୁତ୍ର ଗେର୍ଶୋନ, କହାତ ଓ ମରାରି। BSB BSB: The sons of Levi: Gershon, Kohath, and Merari.
2 ULB କହାତର ପୁତ୍ର ଅମ୍ରାମ୍, ଯିଷ୍ହର୍ ଓ ହିବ୍ରୋଣ ଓ ଉଷୀୟେଲ। BSB BSB: The sons of Kohath: Amram, Izhar, Hebron, and Uzziel.
3 ULB ଅମ୍ରାମ୍ର ସନ୍ତାନ ହାରୋଣ ଓ ମୋଶା ଓ ମରୀୟମ। ପୁଣି, ହାରୋଣର ପୁତ୍ର ନାଦବ୍ ଓ ଅବୀହୂ, ଇଲୀୟାସର ଓ ଈଥାମର। BSB BSB: The children of Amram: Aaron, Moses, and Miriam. The sons of Aaron: Nadab, Abihu, Eleazar, and Ithamar.
4 ULB ଇଲୀୟାସର ପୀନହସ୍କୁ ଜାତ କଲା, ପୀନହସ୍ ଅବୀଶୂୟକୁ ଜାତ କଲା; BSB BSB: Eleazar was the father of Phinehas, Phinehas was the father of Abishua,
5 ULB ପୁଣି, ଅବୀଶୂୟ ବୁକ୍କିକୁ ଜାତ କଲା ଓ ବୁକ୍କୁ ଉଷିକୁ ଜାତ କଲା; BSB BSB: Abishua was the father of Bukki, Bukki was the father of Uzzi,
6 ULB ଆଉ ଉଷି ସରହୀୟକୁ ଜାତ କଲା ଓ ସରହୀୟ ମରାୟୋତ୍କୁ ଜାତ କଲା; BSB BSB: Uzzi was the father of Zerahiah, Zerahiah was the father of Meraioth,
7 ULB ମରାୟୋତ୍ ଅମରୀୟକୁ ଜାତ କଲା, ଅମରୀୟ ଅହୀଟୂବ୍କୁ ଜାତ କଲା। BSB BSB: Meraioth was the father of Amariah, Amariah was the father of Ahitub,
8 ULB ଆଉ ଅହୀଟୂବ୍ ସାଦୋକକୁ ଜାତ କଲା, ସାଦୋକ ଅହୀମାସ୍କୁ ଜାତ କଲା; BSB BSB: Ahitub was the father of Zadok, Zadok was the father of Ahimaaz,
9 ULB ଅହୀମାସ୍ ଅସରୀୟକୁ ଜାତ କଲା, ଅସରୀୟ ଯୋହାନନ୍କୁ ଜାତ କଲା; BSB BSB: Ahimaaz was the father of Azariah, Azariah was the father of Johanan,
10 ULB ଆଉ ଯୋହାନନ୍ ଅସରୀୟକୁ ଜାତ କଲା, ଏହି ଅସରୀୟ ଯିରୂଶାଲମରେ ଶଲୋମନ ନିର୍ମିତ ମନ୍ଦିରରେ ଯାଜକକର୍ମ କଲା। BSB BSB: Johanan was the father of Azariah, who served as priest in the temple that Solomon built in Jerusalem,
11 ULB ଅସରୀୟ ଅମରୀୟକୁ ଜାତ କଲା, ଅମରୀୟ ଅହୀଟୂବ୍କୁ ଜାତ କଲା; BSB BSB: Azariah was the father of Amariah, Amariah was the father of Ahitub,
12 ULB ପୁଣି, ଅହୀଟୂବ୍ ସାଦୋକକୁ ଜାତ କଲା, ସାଦୋକ ଶଲ୍ଲୁମ୍କୁ ଜାତ କଲା; BSB BSB: Ahitub was the father of Zadok, Zadok was the father of Shallum,
13 ULB ଶଲ୍ଲୁମ୍ ହିଲ୍କୀୟକୁ ଜାତ କଲା, ହିଲ୍କିୟ ଅସରୀୟକୁ ଜାତ କଲା; BSB BSB: Shallum was the father of Hilkiah, Hilkiah was the father of Azariah,
14 ULB ଆଉ ଅସରୀୟ ସରାୟକୁ ଜାତ କଲା ଓ ସରାୟ ଯିହୋଷାଦକଙ୍କୁ ଜାତ କଲା। BSB BSB: Azariah was the father of Seraiah, and Seraiah was the father of Jehozadak.
15 ULB ପୁଣି, ସଦାପ୍ରଭୁ ନବୂଖଦ୍ନିତ୍ସରର ହସ୍ତ ଦ୍ୱାରା ଯିହୁଦା ଓ ଯିରୂଶାଲମକୁ ନିର୍ବାସନ କରିବା ସମୟରେ ଏହି ଯିହୋଷାଦକ ବନ୍ଦୀ ହୋଇ ଗଲା। BSB BSB: Jehozadak went into captivity when the LORD sent Judah and Jerusalem into exile by the hand of Nebuchadnezzar.
16 ULB ଲେବୀର ପୁତ୍ର ଗେର୍ଶୋମ, କହାତ ଓ ମରାରି ଥିଲେ। BSB BSB: The sons of Levi: Gershom, Kohath, and Merari.
17 ULB ଗେର୍ଶୋମର ପୁତ୍ରମାନଙ୍କ ନାମ ଲିବ୍ନି ଓ ଶିମୀୟି। BSB BSB: These are the names of the sons of Gershom: Libni and Shimei.
18 ULB କହାତର ପୁତ୍ର ଅମ୍ରାମ୍, ଯିଷ୍ହର୍, ହିବ୍ରୋଣ ଓ ଉଷୀୟେଲ। BSB BSB: The sons of Kohath: Amram, Izhar, Hebron, and Uzziel.
19 ULB ମରାରିର ପୁତ୍ର ମହଲି ଓ ମୂଶି; ଆଉ ଆପଣା ଆପଣା ପିତୃବଂଶାନୁସାରେ ଏସମସ୍ତେ ଲେବୀୟ ଗୋଷ୍ଠୀ। BSB BSB: The sons of Merari: Mahli and Mushi. These are the clans of the Levites listed according to their fathers:
20 ULB ଗେର୍ଶୋମର (ସନ୍ତାନ); ତାହାର ପୁତ୍ର ଲିବ୍ନି, ତାହାର ପୁତ୍ର ଯହତ୍, ତାହାର ପୁତ୍ର ସିମ୍ମ; BSB BSB: Of Gershom: Libni his son, Jahath his son, Zimmah his son,
21 ULB ତାହାର ପୁତ୍ର ଯୋୟାହ, ତାହାର ପୁତ୍ର ଇଦ୍ଦୋ, ତାହାର ପୁତ୍ର ସେରହ, ତାହାର ପୁତ୍ର ଯୀୟତ୍ରୟ। BSB BSB: Joah his son, Iddo his son, Zerah his son, and Jeatherai his son.
22 ULB କହାତର ସନ୍ତାନ; ତାହାର ପୁତ୍ର ଅମ୍ମୀନାଦବ, ତାହାର ପୁତ୍ର କୋରହ, ତାହାର ପୁତ୍ର ଅସୀର; BSB BSB: The descendants of Kohath: Amminadab his son, Korah his son, Assir his son,
23 ULB ତାହାର ପୁତ୍ର ଇଲ୍କାନା, ତାହାର ପୁତ୍ର ଅବୀୟାସଫ, ତାହାର ପୁତ୍ର ଅସୀର; BSB BSB: Elkanah his son, Ebiasaph his son, Assir his son,
24 ULB ତାହାର ପୁତ୍ର ତହତ, ତାହାର ପୁତ୍ର ଊରୀୟେଲ, ତାହାର ପୁତ୍ର ଉଷୀୟ, ତାହାର ପୁତ୍ର ଶୌଲ। BSB BSB: Tahath his son, Uriel his son, Uzziah his son, and Shaul his son.
25 ULB ଇଲ୍କାନାର ସନ୍ତାନ ଅମାସୟ ଓ ଅହୀମୋତ୍। BSB BSB: The descendants of Elkanah: Amasai, Ahimoth,
26 ULB ଇଲ୍କାନା; ଇଲ୍କାନାର ସନ୍ତାନ; ତାହାର ପୁତ୍ର ସୋଫୀ, ତାହାର ପୁତ୍ର ନହତ୍; BSB BSB: Elkanah his son, Zophai his son, Nahath his son,
27 ULB ତାହାର ପୁତ୍ର ଇଲୀୟାବ୍, ତାହାର ପୁତ୍ର ଯିରୋହମ୍, ତାହାର ପୁତ୍ର ଇଲ୍କାନା। BSB BSB: Eliab his son, Jeroham his son, and Elkanah his son.
28 ULB ଶାମୁୟେଲଙ୍କର ସନ୍ତାନ; ପ୍ରଥମଜାତ ଯୋୟେଲ ଓ ଦ୍ୱିତୀୟ ଅବୀୟ। BSB BSB: The sons of Samuel: Joel his firstborn and Abijah his second son.
29 ULB ମରାରିର ସନ୍ତାନ ମହଲି, ତାହାର ପୁତ୍ର ଲିବ୍ନି, ତାହାର ପୁତ୍ର ଶିମୀୟି, ତାହାର ପୁତ୍ର ଉଷଃ; BSB BSB: The descendants of Merari: Mahli, Libni his son, Shimei his son, Uzzah his son,
30 ULB ତାହାର ପୁତ୍ର ଶିମୀୟ, ତାହାର ପୁତ୍ର ହଗୀୟ, ତାହାର ପୁତ୍ର ଅସାୟ। BSB BSB: Shimea his son, Haggiah his son, and Asaiah his son.
31 ULB (ନିୟମ)ସିନ୍ଦୁକ ବିଶ୍ରାମ-ସ୍ଥାନ ପାଇଲା ଉତ୍ତାରେ ଦାଉଦ ଯେଉଁମାନଙ୍କୁ ସଦାପ୍ରଭୁଙ୍କ ଗୃହର ଗାନ-ସେବାରେ ନିଯୁକ୍ତ କରିଥିଲେ, ସେମାନଙ୍କର ନାମ ଏହି। BSB BSB: These are the men David put in charge of the music in the house of the LORD after the ark rested there.
32 ULB ପୁଣି, ଶଲୋମନ ଯିରୂଶାଲମରେ ସଦାପ୍ରଭୁଙ୍କ ଗୃହ ନିର୍ମାଣ ନ କରିବା ପର୍ଯ୍ୟନ୍ତ ସେମାନେ ସମାଗମ-ତମ୍ବୁରୂପ ଆବାସ ସମ୍ମୁଖରେ ଗାନ ଦ୍ୱାରା ପରିଚର୍ଯ୍ୟା କଲେ ଓ ସେମାନେ ଆପଣା ଆପଣା ପାଳି ଅନୁସାରେ ସ୍ୱ ସ୍ୱ ପଦରେ ସେବା କଲେ। BSB BSB: They ministered with song before the tabernacle, the Tent of Meeting, until Solomon built the house of the LORD in Jerusalem. And they performed their duties according to the regulations given them.
33 ULB ଆଉ ସେହି ସେବାକାରୀ ଲୋକମାନେ ଓ ସେମାନଙ୍କ ସନ୍ତାନଗଣ, ଯଥା, କହାତୀୟ ସନ୍ତାନଗଣ ମଧ୍ୟରେ ହେମନ ଗାୟକ, ସେ ଯୋୟେଲର ପୁତ୍ର, ସେ ଶାମୁୟେଲଙ୍କର ପୁତ୍ର; BSB BSB: These are the men who served, together with their sons. From the Kohathites: Heman the singer, the son of Joel, the son of Samuel,
34 ULB ସେ ଇଲ୍କାନାର ପୁତ୍ର, ସେ ଯିରୋହମର ପୁତ୍ର, ସେ ଇଲୀୟେଲ୍ର ପୁତ୍ର, ସେ ତୋହର ପୁତ୍ର; BSB BSB: the son of Elkanah, the son of Jeroham, the son of Eliel, the son of Toah,
35 ULB ସେ ସୂଫର ପୁତ୍ର, ସେ ଇଲ୍କାନାର ପୁତ୍ର, ସେ ମାହତ୍ର ପୁତ୍ର, ସେ ଅମାସୟର ପୁତ୍ର; BSB BSB: the son of Zuph, the son of Elkanah, the son of Mahath, the son of Amasai,
36 ULB ସେ ଇଲ୍କାନାର ପୁତ୍ର, ସେ ଯୋୟେଲର ପୁତ୍ର, ସେ ଅସରୀୟର ପୁତ୍ର, ସେ ସଫନୀୟର ପୁତ୍ର; BSB BSB: the son of Elkanah, the son of Joel, the son of Azariah, the son of Zephaniah,
37 ULB ସେ ତହତର ପୁତ୍ର, ସେ ଅସୀରର ପୁତ୍ର, ସେ ଅବୀୟାସଫର ପୁତ୍ର, ସେ କୋରହର ପୁତ୍ର; BSB BSB: the son of Tahath, the son of Assir, the son of Ebiasaph, the son of Korah,
38 ULB ସେ ଯିଷ୍ହରିର ପୁତ୍ର, ସେ କହାତର ପୁତ୍ର, ସେ ଲେବୀର ପୁତ୍ର, ସେ ଇସ୍ରାଏଲର ପୁତ୍ର। BSB BSB: the son of Izhar, the son of Kohath, the son of Levi, the son of Israel.
39 ULB ହେମନର ଭ୍ରାତା ଆସଫ ତାହାର ଦକ୍ଷିଣରେ ଠିଆ ହେଲା, ସେହି ଆସଫ ବେରିଖୀୟର ପୁତ୍ର, ସେ ଶିମୀୟର ପୁତ୍ର; BSB BSB: Heman’s kinsman was Asaph, who served at his right hand: Asaph the son of Berechiah, the son of Shimea,
40 ULB ସେ ମୀଖାୟେଲର ପୁତ୍ର, ସେ ବାସେୟର ପୁତ୍ର, ସେ ମଲ୍କୀୟର ପୁତ୍ର; BSB BSB: the son of Michael, the son of Baaseiah, the son of Malchijah,
41 ULB ସେ ଇତ୍ନିର ପୁତ୍ର, ସେ ସେରହର ପୁତ୍ର, ସେ ଅଦାୟାର ପୁତ୍ର; BSB BSB: the son of Ethni, the son of Zerah, the son of Adaiah,
42 ULB ସେ ଏଥନ୍ର ପୁତ୍ର, ସେ ସିମ୍ମର ପୁତ୍ର, ସେ ଶିମୀୟିର ପୁତ୍ର। BSB BSB: the son of Ethan, the son of Zimmah, the son of Shimei,
43 ULB ସେ ଯହତ୍ର ପୁତ୍ର, ସେ ଗେର୍ଶୋମର ପୁତ୍ର, ସେ ଲେବୀର ପୁତ୍ର। BSB BSB: the son of Jahath, the son of Gershom, the son of Levi.
44 ULB ବାମ ଭାଗରେ ସେମାନଙ୍କ ଭ୍ରାତୃଗଣ ମରାରିର ସନ୍ତାନମାନେ ଠିଆ ହେଲେ; ଏଥନ୍ କୀଶିର ପୁତ୍ର, ସେ ଅବ୍ଦିର ପୁତ୍ର, ସେ ମଲ୍ଲୁକର ପୁତ୍ର; BSB BSB: On the left were their kinsmen, the sons of Merari: Ethan the son of Kishi, the son of Abdi, the son of Malluch,
45 ULB ସେ ହଶବୀୟର ପୁତ୍ର, ସେ ଅମତ୍ସୀୟର ପୁତ୍ର, ସେ ହିଲ୍କିୟର ପୁତ୍ର; BSB BSB: the son of Hashabiah, the son of Amaziah, the son of Hilkiah,
46 ULB ସେ ଅମ୍ସିର ପୁତ୍ର, ସେ ବାନିର ପୁତ୍ର, ସେ ଶେମରର ପୁତ୍ର; BSB BSB: the son of Amzi, the son of Bani, the son of Shemer,
47 ULB ସେ ମହଲିର ପୁତ୍ର, ସେ ମୂଶିର ପୁତ୍ର, ସେ ମରାରିର ପୁତ୍ର, ସେ ଲେବୀର ପୁତ୍ର। BSB BSB: the son of Mahli, the son of Mushi, the son of Merari, the son of Levi.
48 ULB ସେମାନଙ୍କ ଭ୍ରାତୃଗଣ ଲେବୀୟମାନେ ପରମେଶ୍ୱରଙ୍କ ଗୃହରୂପ ଆବାସର ସମସ୍ତ ସେବାରେ ନିଯୁକ୍ତ ଥିଲେ। BSB BSB: Their fellow Levites were assigned to every kind of service of the tabernacle, the house of God.
49 ULB ମାତ୍ର ହାରୋଣ ଓ ତାଙ୍କର ପୁତ୍ରଗଣ ପରମେଶ୍ୱରଙ୍କ ସେବକ ମୋଶାଙ୍କର ସମସ୍ତ ଆଜ୍ଞା ପ୍ରମାଣେ ମହାପବିତ୍ର ସ୍ଥାନର ସମସ୍ତ କାର୍ଯ୍ୟ ନିମନ୍ତେ ଓ ଇସ୍ରାଏଲ ପାଇଁ ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ହୋମାର୍ଥକ ବେଦି ଉପରେ ଓ ଧୂପାର୍ଥକ ବେଦି ଉପରେ ଉତ୍ସର୍ଗ କଲେ। BSB BSB: But Aaron and his sons did all the work of the Most Holy Place. They presented the offerings on the altar of burnt offering and on the altar of incense to make atonement for Israel, according to all that Moses the servant of God had commanded.
50 ULB ହାରୋଣଙ୍କର ସନ୍ତାନଗଣ; ହାରୋଣଙ୍କର ପୁତ୍ର ଇଲୀୟାସର, ତାହାର ପୁତ୍ର ପୀନହସ୍, ତାହାର ପୁତ୍ର ଅବୀଶୂୟ BSB BSB: These were the descendants of Aaron: Eleazar his son, Phinehas his son, Abishua his son,
51 ULB ତାହାର ପୁତ୍ର ବୁକ୍କି, ତାହାର ପୁତ୍ର ଉଷି, ତାହାର ପୁତ୍ର ସରହୀୟ; BSB BSB: Bukki his son, Uzzi his son, Zerahiah his son,
52 ULB ତାହାର ପୁତ୍ର ମରାୟୋତ୍, ତାହାର ପୁତ୍ର ଅମରୀୟ, ତାହାର ପୁତ୍ର ଅହୀଟୂବ୍; BSB BSB: Meraioth his son, Amariah his son, Ahitub his son,
53 ULB ତାହାର ପୁତ୍ର ସାଦୋକ, ତାହାର ପୁତ୍ର ଅହୀମାସ୍। BSB BSB: Zadok his son, and Ahimaaz his son.
54 ULB ଆଉ ସେମାନଙ୍କ ସ୍ୱ ସ୍ୱ ସୀମାରେ ଛାଉଣିର ସ୍ଥାପନାନୁସାରେ ଏହିସବୁ ସେମାନଙ୍କର ବସତି-ସ୍ଥାନ। ଯଥା, ହାରୋଣଙ୍କର ସନ୍ତାନଗଣ କହାତୀୟ ଗୋଷ୍ଠୀର ପ୍ରଥମ ବାଣ୍ଟ ଥିଲା, BSB BSB: Now these were the territories assigned to the descendants of Aaron from the Kohathite clan for their settlements, because the first lot fell to them:
55 ULB ଏହେତୁ ସେମାନଙ୍କୁ ଯିହୁଦା ଦେଶସ୍ଥ ହିବ୍ରୋଣ ଓ ତହିଁର ଚତୁର୍ଦ୍ଦିଗସ୍ଥ ତଳିଭୂମି ଦିଆଗଲା। BSB BSB: They were given Hebron in the land of Judah and its surrounding pasturelands.
56 ULB ମାତ୍ର ନଗରର କ୍ଷେତ୍ର ଓ ତହିଁର ଗ୍ରାମସବୁ ଯିଫୁନ୍ନିର ପୁତ୍ର କାଲେବଙ୍କୁ ଦିଆଗଲା। BSB BSB: But the fields and villages around the city were given to Caleb son of Jephunneh.
57 ULB ପୁଣି, ହାରୋଣଙ୍କର ସନ୍ତାନମାନଙ୍କୁ ଆଶ୍ରୟ ନଗରସବୁ, ହିବ୍ରୋଣ; ଲିବ୍ନା, ତହିଁର ତଳିଭୂମି ଓ ଯତ୍ତୀର ଓ ଇଷ୍ଟିମୋୟ, ତହିଁର ତଳିଭୂମି; BSB BSB: So the descendants of Aaron were given Hebron (a city of refuge), Libnah, Jattir, Eshtemoa,
58 ULB ହିଲେନ୍, ତହିଁର ତଳିଭୂମି, ଦବୀର, ତହିଁର ତଳିଭୂମି; BSB BSB: Hilen, Debir,
59 ULB ଆଶନ୍, ତହିଁର ତଳିଭୂମି ଓ ବେଥ୍-ଶେମଶ, ତହିଁର ତଳିଭୂମି; BSB BSB: Ashan, Juttah, and Beth-shemesh, together with their pasturelands.
60 ULB ପୁଣି, ବିନ୍ୟାମୀନ୍ ବଂଶଠାରୁ ଗେବା, ତହିଁର ତଳିଭୂମି ଓ ଆଲେମତ୍, ତହିଁର ତଳିଭୂମି ଓ ଅନାଥୋତ୍, ତହିଁର ତଳିଭୂମି ଦିଆଗଲା। ସେମାନଙ୍କ ସମୁଦାୟ ବଂଶର ସର୍ବସୁଦ୍ଧା ତେର ନଗର ଥିଲା। BSB BSB: And from the tribe of Benjamin they were given Gibeon, Geba, Alemeth, and Anathoth, together with their pasturelands. So they had thirteen cities in all among their families.
61 ULB ପୁଣି, କହାତର ଅବଶିଷ୍ଟ ସନ୍ତାନମାନଙ୍କୁ ଗୁଲିବାଣ୍ଟ ଦ୍ୱାରା ବଂଶୀୟ ଗୋଷ୍ଠୀଠାରୁ, ଅର୍ଦ୍ଧ ବଂଶ, ଅର୍ଥାତ୍, ମନଃଶିର ଅର୍ଦ୍ଧାଂଶଠାରୁ ଦଶ ନଗର ଦିଆଗଲା। BSB BSB: To the rest of the Kohathites, ten cities were allotted from the half-tribe of Manasseh.
62 ULB ଆଉ ଗେର୍ଶୋମର ସନ୍ତାନଗଣକୁ ସେମାନଙ୍କ ଗୋଷ୍ଠୀ ଅନୁସାରେ ଇଷାଖର-ବଂଶଠାରୁ ଓ ଆଶେର-ବଂଶଠାରୁ ଓ ନପ୍ତାଲି-ବଂଶଠାରୁ ଓ ବାଶନସ୍ଥ ମନଃଶି-ବଂଶଠାରୁ ତେର ନଗର ଦିଆଗଲା। BSB BSB: The Gershomites, according to their clans, were allotted thirteen cities from the tribes of Issachar, Asher, Naphtali, and Manasseh in Bashan.
63 ULB ମରାରିର ସନ୍ତାନଗଣକୁ ସେମାନଙ୍କ ଗୋଷ୍ଠୀ ଅନୁସାରେ ଗୁଲିବାଣ୍ଟ ଦ୍ୱାରା ରୁବେନ୍-ବଂଶଠାରୁ ଓ ଗାଦ୍-ବଂଶଠାରୁ ଓ ସବୂଲୂନ-ବଂଶଠାରୁ ବାର ନଗର ଦିଆଗଲା। BSB BSB: The Merarites, according to their clans, were allotted twelve cities from the tribes of Reuben, Gad, and Zebulun.
64 ULB ପୁଣି, ଇସ୍ରାଏଲ ସନ୍ତାନଗଣ ଲେବୀୟମାନଙ୍କୁ ତଳିଭୂମି ସହିତ ନଗରମାନ ଦେଲେ। BSB BSB: So the Israelites gave to the Levites these cities and their pasturelands.
65 ULB ସେମାନେ ଗୁଲିବାଣ୍ଟ ଦ୍ୱାରା ନାମରେ ଉଲ୍ଲିଖିତ ଏହି ନଗରସବୁ ଯିହୁଦା-ସନ୍ତାନଗଣର ବଂଶଠାରୁ ଓ ଶିମୀୟୋନ-ସନ୍ତାନଗଣର ବଂଶଠାରୁ ଓ ବିନ୍ୟାମୀନ୍ ସନ୍ତାନଗଣର ବଂଶଠାରୁ ସେମାନଙ୍କୁ ଦେଲେ। BSB BSB: They assigned by lot the cities named above from the tribes of Judah, Simeon, and Benjamin.
66 ULB ପୁଣି, କହାତ ସନ୍ତାନଗଣର କୌଣସି କୌଣସି ଗୋଷ୍ଠୀ ଇଫ୍ରୟିମ-ବଂଶଠାରୁ ସ୍ୱ ସ୍ୱ ସୀମାସ୍ଥ ନଗର ପାଇଲେ। BSB BSB: And some of the clans of the Kohathites were given cities from the tribe of Ephraim for their territory:
67 ULB ଆଉ ସେମାନେ ସେମାନଙ୍କୁ ଆଶ୍ରୟ-ନଗରମାନ ଦେଲେ, ଇଫ୍ରୟିମର ପର୍ବତମୟ ଦେଶରେ ତଳିଭୂମି ସହିତ ଶିଖିମ୍; ତଳିଭୂମି ସହିତ ଗେଷର୍; BSB BSB: They were given Shechem (a city of refuge) with its pasturelands in the hill country of Ephraim, and Gezer,
68 ULB ତଳିଭୂମି ସହିତ ଯକମୀୟାମ୍ ଓ ତଳିଭୂମି ସହିତ ବେଥ୍-ହୋରଣ; BSB BSB: Jokmeam, Beth-horon,
69 ULB ତଳିଭୂମି ସହିତ ଅୟାଲୋନ୍ ଓ ତଳିଭୂମି ସହିତ ଗାଥ୍-ରିମ୍ମୋନ; BSB BSB: Aijalon, and Gath-rimmon, together with their pasturelands.
70 ULB ପୁଣି, ମନଃଶିର ଅର୍ଦ୍ଧ ବଂଶଠାରୁ ତଳିଭୂମି ସହିତ ଆନେର୍ ଓ ତଳିଭୂମି ସହିତ ବିଲୀୟମ୍, ଏହିସବୁ ନଗର କହାତ-ସନ୍ତାନଗଣର ଅବଶିଷ୍ଟ ଗୋଷ୍ଠୀକୁ ଦେଲେ। BSB BSB: And from the half-tribe of Manasseh the rest of the clans of the Kohathites were given Aner and Bileam, together with their pasturelands.
71 ULB ଗେର୍ଶୋମର ସନ୍ତାନମାନଙ୍କୁ ମନଃଶିର ଅର୍ଦ୍ଧ ବଂଶର ଗୋଷ୍ଠୀଠାରୁ ତଳିଭୂମି ସହିତ ବାଶନସ୍ଥ ଗୋଲନ୍ ଓ ତଳିଭୂମି ସହିତ ଅଷ୍ଟାରୋତ୍; BSB BSB: The Gershomites received the following: From the clan of the half-tribe of Manasseh they were given Golan in Bashan and also Ashtaroth, together with their pasturelands.
72 ULB ଆଉ ଇଷାଖରର ଗୋଷ୍ଠୀଠାରୁ ତଳିଭୂମି ସହିତ କେଦଶ୍, ତଳିଭୂମି ସହିତ ଦାବରତ୍; BSB BSB: From the tribe of Issachar they were given Kedesh, Daberath,
73 ULB ତଳିଭୂମି ସହିତ ରାମୋତ୍ ଓ ତଳିଭୂମି ସହିତ ଆନେମ୍; BSB BSB: Ramoth, and Anem, together with their pasturelands.
74 ULB ଆଉ ଆଶେର-ବଂଶଠାରୁ ତଳିଭୂମି ସହିତ ମଶାଲ୍, ତଳିଭୂମି ସହିତ ଅବଦୋନ୍; BSB BSB: From the tribe of Asher they were given Mashal, Abdon,
75 ULB ତଳିଭୂମି ସହିତ ହୁକ୍କୋକ୍ ଓ ତଳିଭୂମି ସହିତ ରହୋବ୍; BSB BSB: Hukok, and Rehob, together with their pasturelands.
76 ULB ଆଉ ନପ୍ତାଲି-ବଂଶଠାରୁ ତଳିଭୂମି ସହିତ ଗାଲିଲୀସ୍ଥ କେଦଶ୍, ତଳିଭୂମି ସହିତ ହମ୍ମୋନ ଓ ତଳିଭୂମି ସହିତ କିରୀୟାଥୟିମ ଦିଆଗଲା। BSB BSB: And from the tribe of Naphtali they were given Kedesh in Galilee, Hammon, and Kiriathaim, together with their pasturelands.
77 ULB ମରାରି-ସନ୍ତାନଗଣର ଅବଶିଷ୍ଟ ଲେବୀୟମାନଙ୍କୁ ସବୂଲୂନ-ବଂଶଠାରୁ ତଳିଭୂମି ସହିତ ରିମ୍ମୋନ୍, ତଳିଭୂମି ସହିତ ତାବୋର୍ ଦିଆଗଲା। BSB BSB: The Merarites (the rest of the Levites) received the following: From the tribe of Zebulun they were given Rimmono and Tabor, together with their pasturelands.
78 ULB ଆଉ ଯର୍ଦ୍ଦନର ସେପାରି ଯିରୀହୋ ନିକଟରେ ଯର୍ଦ୍ଦନର ପୂର୍ବଦିଗରେ ରୁବେନ୍-ବଂଶଠାରୁ ତଳିଭୂମି ସହିତ ପ୍ରାନ୍ତରସ୍ଥ ବେତ୍ସର ଓ ତଳିଭୂମି ସହିତ ଯହସ୍ BSB BSB: From the tribe of Reuben east of the Jordan opposite Jericho they were given Bezer in the wilderness, Jahzah,
79 ULB ଓ ତଳିଭୂମି ସହିତ କଦେମୋତ୍ ଓ ତଳିଭୂମି ସହିତ ମେଫାତ୍; BSB BSB: Kedemoth, and Mephaath, together with their pasturelands.
80 ULB ଆଉ ଗାଦ୍ ବଂଶଠାରୁ ତଳିଭୂମି ସହିତ ଗିଲୀୟଦସ୍ଥ ରାମୋତ୍, ତଳିଭୂମି ସହିତ ମହନୟିମ, BSB BSB: And from the tribe of Gad they were given Ramoth in Gilead, Mahanaim,
81 ULB ତଳିଭୂମି ସହିତ ହିଷ୍ବୋନ ଓ ତଳିଭୂମି ସହିତ ଯାସେର ଦିଆଗଲା। BSB BSB: Heshbon, and Jazer, together with their pasturelands.
Select verses for actions: Enter goes to them and Escape comes back.