1 ULB ଇଷାଖରର ପୁତ୍ରଗଣ; ତୋଲୟ, ପୂୟା, ଯାଶୂବ ଓ ଶିମ୍ରୋଣ, ଚାରି ଜଣ ଥିଲେ। BSB BSB: The sons of Issachar: Tola, Puah, Jashub, and Shimron—four in all.
2 ULB ଆଉ ତୋଲୟର ପୁତ୍ରଗଣ; ଉଷି, ରଫାୟ, ଯିରୀୟେଲ, ଯହମୟ, ଯିବ୍ସମ୍ ଓ ଶେମୂୟେଲ, ଏମାନେ ଆପଣା ପିତା ତୋଲୟ-ବଂଶର ପ୍ରଧାନ ଓ ଆପଣାର ସମକାଳୀନ ଲୋକମାନଙ୍କ ମଧ୍ୟରେ ମହାବିକ୍ରମଶାଳୀ ଥିଲେ; ଦାଉଦଙ୍କ ସମୟରେ ଏମାନଙ୍କ ସଂଖ୍ୟା ବାଇଶ ହଜାର ଛଅ ଶହ ଥିଲା। BSB BSB: The sons of Tola: Uzzi, Rephaiah, Jeriel, Jahmai, Ibsam, and Shemuel, the heads of their families. In the days of David, 22,600 descendants of Tola were numbered in their genealogies as mighty men of valor.
3 ULB ଆଉ ଉଷିର ପୁତ୍ରଗଣ; ଯିଷ୍ରାହୀୟ, ଯିଷ୍ରାହୀୟର ପୁତ୍ର ମୀଖାୟେଲ, ଓବଦୀୟ, ଯୋୟେଲ ଓ ଯିଶୀୟ, ପାଞ୍ଚ ଜଣ। ଏସମସ୍ତେ ପ୍ରଧାନ ଲୋକ ଥିଲେ। BSB BSB: The son of Uzzi: Izrahiah. The sons of Izrahiah: Michael, Obadiah, Joel, and Isshiah. All five of them were chiefs.
4 ULB ଆଉ ଏମାନଙ୍କ ବର୍ତ୍ତମାନ କାଳରେ ସ୍ୱ ସ୍ୱ ପିତୃବଂଶାନୁସାରେ ଏମାନଙ୍କ ସଙ୍ଗେ ଯୁଦ୍ଧାର୍ଥେ ଛତିଶ ହଜାର ସୈନ୍ୟଦଳ ଥିଲେ; କାରଣ ସେମାନଙ୍କର ଅନେକ ଭାର୍ଯ୍ୟା ଓ ସନ୍ତାନ ଥିଲେ। BSB BSB: In addition to them, according to their genealogy, they had 36,000 troops for battle, for they had many wives and children.
5 ULB ଆଉ ଇଷାଖରର ସମସ୍ତ ଗୋଷ୍ଠୀ ମଧ୍ୟରେ ଏମାନଙ୍କ ଭ୍ରାତୃଗଣ ମହାବିକ୍ରମଶାଳୀ ଥିଲେ, ଏମାନେ ସର୍ବସୁଦ୍ଧା ବଂଶାବଳୀ କ୍ରମେ ଲିଖିତ ସତାଅଶୀ ହଜାର ଥିଲେ। BSB BSB: Their kinsmen belonging to all the families of Issachar who were mighty men of valor totaled 87,000, as listed in their genealogies.
6 ULB ଆଉ ବିନ୍ୟାମୀନ୍ର ପୁତ୍ରଗଣ; ବେଲା ଓ ବେଖର ଓ ଯିଦୀୟେଲ, ତିନି ଜଣ। BSB BSB: The three sons of Benjamin: Bela, Becher, and Jediael.
7 ULB ଆଉ ବେଲାର ପୁତ୍ରଗଣ; ଇଷବୋନ୍, ଉଷି, ଉଷୀୟେଲ, ଯିରେମୋତ୍ ଓ ଈରୀ, ପାଞ୍ଚ ଜଣ; ଏମାନେ ପିତୃବଂଶର ପ୍ରଧାନ ଓ ମହାବିକ୍ରମଶାଳୀ ଲୋକ ଥିଲେ; ଆଉ ଏମାନେ ବଂଶାବଳୀକ୍ରମେ ଲିଖିତ ବାଇଶ ହଜାର ଚୌତ୍ରିଶ ଜଣ ଥିଲେ। BSB BSB: The sons of Bela: Ezbon, Uzzi, Uzziel, Jerimoth, and Iri, heads of their families—five in all. There were 22,034 mighty men of valor listed in their genealogies.
8 ULB ଆଉ ବେଖରର ପୁତ୍ରଗଣ; ସମୀର୍, ଯୋୟାଶ୍, ଇଲୀୟେଜର, ଇଲୀୟୋଐନୟ, ଅମ୍ରି, ଯେରେମୋତ୍, ଅବୀୟ, ଅନାଥୋତ୍ ଓ ଆଲେମତ୍। ଏ ସମସ୍ତେ ବେଖରର ସନ୍ତାନ। BSB BSB: The sons of Becher: Zemirah, Joash, Eliezer, Elioenai, Omri, Jeremoth, Abijah, Anathoth, and Alemeth; all these were Becher’s sons.
9 ULB ଏମାନେ ଆପଣା ଆପଣା ବଂଶାନୁସାରେ ବଂଶାବଳୀକ୍ରମେ ଲିଖିତ ସ୍ୱ ସ୍ୱ ପିତୃବଂଶର ପ୍ରଧାନ ଓ ମହାବିକ୍ରମଶାଳୀ କୋଡ଼ିଏ ହଜାର ଦୁଇ ଶହ ଲୋକ ଥିଲେ। BSB BSB: Their genealogies were recorded according to the heads of their families—20,200 mighty men of valor.
10 ULB ଯିଦୀୟେଲର ପୁତ୍ର ବିଲ୍ହନ୍ ଏବଂ ବିଲ୍ହନର ପୁତ୍ରଗଣ ଯିୟୂଶ୍, ବିନ୍ୟାମୀନ୍, ଏହୂଦ୍, କନାନା, ସେଥନ୍, ତର୍ଶୀଶ୍ ଓ ଅହୀଶହର; BSB BSB: The son of Jediael: Bilhan. The sons of Bilhan: Jeush, Benjamin, Ehud, Chenaanah, Zethan, Tarshish, and Ahishahar.
11 ULB ଯିଦୀୟେଲର ଏହି ସମସ୍ତ ପୁତ୍ର ଆପଣା ଆପଣା ପିତୃବଂଶର ପ୍ରଧାନତାନୁସାରେ ଯୁଦ୍ଧାର୍ଥେ ସୈନ୍ୟ ମଧ୍ୟରେ ଗମନ-ସମର୍ଥ ସତର ହଜାର ଦୁଇ ଶହ ମହାବିକ୍ରମଶାଳୀ ଲୋକ ଥିଲେ। BSB BSB: All these sons of Jediael were heads of their families, mighty men of valor; there were 17,200 fit for battle.
12 ULB ଶୁପ୍ପୀମ୍ ମଧ୍ୟ ଓ ହୁପ୍ପୀମ୍, ଈର୍ର ସନ୍ତାନଗଣ, ହୂଶୀମ୍, ଅହେରର ସନ୍ତାନଗଣ। BSB BSB: The Shuppites and Huppites were descendants of Ir, and the Hushites were descendants of Aher.
13 ULB ନପ୍ତାଲିର ପୁତ୍ରଗଣ; ଯହସୀୟେଲ, ଗୂନି, ଯେତ୍ସର ଓ ଶଲ୍ଲୁମ୍, ଏମାନେ ବିଲ୍ହାର ବଂଶ। BSB BSB: The sons of Naphtali: Jahziel, Guni, Jezer, and Shallum—the descendants of Bilhah.
14 ULB ମନଃଶିଙ୍କର ପୁତ୍ରଗଣ; ଅସ୍ରୀୟେଲ ଏବଂ ମାଖୀର, ମନଃଶିଙ୍କର ଅରାମୀୟା ଉପପତ୍ନୀଠାରୁ ଜନ୍ମ ନେଲେ; ଏହି ମାଖୀର ଗିଲୀୟଦର ପିତା ଥିଲେ| BSB BSB: The descendants of Manasseh: Asriel through his Aramean concubine. She also gave birth to Machir the father of Gilead.
15 ULB ଏହି ମାଖୀର ହୁପ୍ପୀମ୍ ଓ ଶୁପ୍ପୀମ୍ ସମ୍ବନ୍ଧୀୟା ଏକ ସ୍ତ୍ରୀକୁ ବିବାହ କଲା, ସେମାନଙ୍କ ଭଗିନୀର ନାମ ମାଖା ଥିଲା; ଆଉ ଦ୍ୱିତୀୟର ନାମ ସଲ୍ଫାଦ୍ ଓ ସଲଫାଦର କନ୍ୟାମାନେ ଥିଲେ। BSB BSB: Machir took a wife from among the Huppites and Shuppites. The name of his sister was Maacah. Another descendant was named Zelophehad, who had only daughters.
16 ULB ଆଉ ମାଖୀରର ଭାର୍ଯ୍ୟା ମାଖା ଏକ ପୁତ୍ର ପ୍ରସବ କରି ତାହାର ନାମ ପେରଶ ଦେଲା ଓ ତାହାର ଭ୍ରାତାର ନାମ ଶେରଶ ଥିଲା; ପୁଣି, ପେରଶର ପୁତ୍ର ଉଲମ୍ ଓ ରେକମ୍। BSB BSB: Machir’s wife Maacah gave birth to a son, and she named him Peresh. His brother was named Sheresh, and his sons were Ulam and Rekem.
17 ULB ଉଲମ୍ର ପୁତ୍ରଗଣ, ବଦାନ। ଏମାନେ ମନଃଶିର ପୌତ୍ର ମାଖୀରର ପୁତ୍ର ଗିଲୀୟଦର ସନ୍ତାନ। BSB BSB: The son of Ulam: Bedan. These were the sons of Gilead son of Machir, the son of Manasseh.
18 ULB ଆଉ ତାହାର ଭଗିନୀ ହମ୍ମୋଲେକତ୍, ଇଶ୍ହୋଦ, ଅବୀୟେଷର ଓ ମହଲାକୁ ପ୍ରସବ କଲା। BSB BSB: His sister Hammolecheth gave birth to Ishhod, Abiezer, and Mahlah.
19 ULB ଆଉ ଶମୀଦାର ପୁତ୍ର ଅହୀୟନ୍, ଶେଖମ୍, ଲିକ୍ହି ଓ ଅନୀୟାମ୍। BSB BSB: And these were the sons of Shemida: Ahian, Shechem, Likhi, and Aniam.
20 ULB ଇଫ୍ରୟିମର ପୁତ୍ର ଶୂଥେଲହ, ତାହାର ପୁତ୍ର ବେରଦ, ତାହାର ପୁତ୍ର ତହତ, ତାହାର ପୁତ୍ର ଇଲୀୟାଦା, ତାହାର ପୁତ୍ର ତହତ, BSB BSB: The descendants of Ephraim: Shuthelah, Bered his son, Tahath his son, Eleadah his son, Tahath his son,
21 ULB ତାହାର ପୁତ୍ର ସାବଦ୍, ତାହାର ପୁତ୍ର ଶୂଥେଲହ, ଏସର୍ ଓ ଇଲୀୟଦ୍, ଏମାନଙ୍କୁ ଦେଶଜାତ ଗାଥୀୟ ଲୋକମାନେ ବଧ କଲେ, କାରଣ ସେମାନେ ସେମାନଙ୍କର ପଶୁ ହରଣ କରିବାକୁ ଓହ୍ଲାଇ ଆସିଥିଲେ। BSB BSB: Zabad his son, and Shuthelah his son. Ezer and Elead were killed by the natives of Gath, because they went down to steal their livestock.
22 ULB ଏହେତୁ ସେମାନଙ୍କ ପିତା ଇଫ୍ରୟିମ ଅନେକ ଦିନ ଶୋକ କଲା, ତେଣୁ ତାହାର ଭ୍ରାତୃଗଣ ତାହାକୁ ସାନ୍ତ୍ୱନା କରିବାକୁ ଆସିଲେ। BSB BSB: Their father Ephraim mourned for many days, and his relatives came to comfort him.
23 ULB ଏଥିଉତ୍ତାରେ ସେ ଆପଣା ଭାର୍ଯ୍ୟାର ସହବାସ କରନ୍ତେ, ସେ ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କଲା, ତହୁଁ ସେ ତାହାର ନାମ ବରୀୟ (ଅମଙ୍ଗଳ) ରଖିଲା, କାରଣ ତାହାର ଗୃହରେ ଅମଙ୍ଗଳ ଘଟିଲା। BSB BSB: And again he slept with his wife, and she conceived and gave birth to a son. So he named him Beriah, because tragedy had come upon his house.
24 ULB ଆଉ ଶୀରା ତାହାର କନ୍ୟା ଥିଲା, ସେ ଉଚ୍ଚ ଓ ନିମ୍ନ ବେଥ୍-ହୋରଣ ଓ ଉଷେନ୍-ଶୀରା ନାମରେ ଦୁଇଟି ନଗର ନିର୍ମାଣ କଲା। BSB BSB: His daughter was Sheerah, who built Lower and Upper Beth-horon, as well as Uzzen-sheerah.
25 ULB ତାହାର ପୁତ୍ର ରେଫହ ଓ ରେଶଫ୍, ତାହାର ପୁତ୍ର ତେଲହ, ତାହାର ପୁତ୍ର ତହନ; BSB BSB: Additionally, Rephah was his son, Resheph his son, Telah his son, Tahan his son,
26 ULB ତାହାର ପୁତ୍ର ଲାଦନ୍, ତାହାର ପୁତ୍ର ଅମ୍ମୀହୂଦ, ତାହାର ପୁତ୍ର ଇଲୀଶାମା; BSB BSB: Ladan his son, Ammihud his son, Elishama his son,
27 ULB ତାହାର ପୁତ୍ର ନୂନ୍, ତାହାର ପୁତ୍ର ଯିହୋଶୂୟ। BSB BSB: Nun his son, and Joshua his son.
28 ULB ଏମାନଙ୍କର ଅଧିକାର ଓ ନିବାସ-ସ୍ଥାନ ବେଥେଲ୍ ଓ ତହିଁର ସମସ୍ତ ଉପନଗର, ଆଉ ପୂର୍ବ ଦିଗରେ ନାରନ୍ ଓ ପଶ୍ଚିମ ଦିଗରେ ସମସ୍ତ ଉପନଗର ସହିତ ଗେଷର୍; ମଧ୍ୟ ସମସ୍ତ ଉପନଗର ସହିତ ଶିଖିମ, ସମସ୍ତ ଉପନଗର ସହିତ ଅୟା ପର୍ଯ୍ୟନ୍ତ ଥିଲା; BSB BSB: Their holdings and settlements included Bethel and its villages, Naaran to the east, Gezer and its villages to the west, and Shechem and its villages as far as Ayyah and its villages.
29 ULB ଆହୁରି ମନଃଶି-ସନ୍ତାନଗଣର ସୀମାପାର୍ଶ୍ୱସ୍ଥ ବେଥ୍-ଶାନ୍ ଓ ତହିଁର ଉପନଗରସବୁ, ତାନକ୍ ଓ ତହିଁର ଉପନଗରସବୁ, ମଗିଦ୍ଦୋ ଓ ତହିଁର ଉପନଗରସବୁ, ଦୋର ଓ ତହିଁର ଉପନଗରସବୁ ଥିଲା। ଏହି ସକଳ ସ୍ଥାନରେ ଇସ୍ରାଏଲର ପୁତ୍ର ଯୋଷେଫର ସନ୍ତାନମାନେ ବାସ କଲେ। BSB BSB: And along the borders of Manasseh were Beth-shean, Taanach, Megiddo, and Dor, together with their villages. The descendants of Joseph son of Israel lived in these towns.
30 ULB ଆଶେରର ସନ୍ତାନଗଣ; ଯିମ୍ନା, ଯିଶ୍ବା, ଯିଶ୍ବି, ବରୀୟ ଓ ସେମାନଙ୍କର ଭଗିନୀ ସେରହ। BSB BSB: The children of Asher: Imnah, Ishvah, Ishvi, Beriah, and their sister Serah.
31 ULB ବରୀୟର ପୁତ୍ର ହେବର ଓ ବିର୍ଷୋତର ପିତା ମଲ୍କୀୟେଲ। BSB BSB: The sons of Beriah: Heber, as well as Malchiel, who was the father of Birzaith.
32 ULB ପୁଣି, ହେବର, ଯଫ୍ଲେଟ୍, ଶୋମର, ହୋଥମ୍ ଓ ସେମାନଙ୍କ ଭଗିନୀ ଶୂୟାକୁ ଜାତ କଲା। BSB BSB: Heber was the father of Japhlet, Shomer, and Hotham, and of their sister Shua.
33 ULB ଯଫ୍ଲେଟ୍ର ପୁତ୍ର ପାସକ, ବିମ୍ହଲ୍ ଓ ଅଶ୍ୱତ୍। ଏମାନେ ଯଫ୍ଲେଟର ସନ୍ତାନ। BSB BSB: The sons of Japhlet: Pasach, Bimhal, and Ashvath. These were Japhlet’s sons.
34 ULB ଆଉ ଶେମରର ପୁତ୍ର ଅହି, ରୋହଗ, ଯିହୁବ୍ବ ଓ ଅରାମ। BSB BSB: The sons of Shemer: Ahi, Rohgah, Hubbah, and Aram.
35 ULB ତାହାର ଭ୍ରାତା ହେଲମର ପୁତ୍ର ଶୋଫହ, ଯିମ୍ନ, ଶେଲଶ୍ ଓ ଆମଲ। BSB BSB: The sons of his brother Helem: Zophah, Imna, Shelesh, and Amal.
36 ULB ଶୋଫହର ପୁତ୍ର ସୂହ, ହର୍ଣ୍ଣେଫର୍, ଶୂୟାଲ, ବେରୀ ଓ ଯିମ୍ର; BSB BSB: The sons of Zophah: Suah, Harnepher, Shual, Beri, Imrah,
37 ULB ବେତ୍ସର, ହୋଦ୍, ଶମ୍ମା, ଶିଲ୍ଶ, ଯିତ୍ରନ୍ ଓ ବେରା। BSB BSB: Bezer, Hod, Shamma, Shilshah, Ithran, and Beera.
38 ULB ଯେଥରର ପୁତ୍ର ଯିଫୁନ୍ନି, ପିଷ୍ପ ଓ ଅରା। BSB BSB: The sons of Jether: Jephunneh, Pispa, and Ara.
39 ULB ଆଉ ଉଲ୍ଲର ପୁତ୍ର ଆରହ, ହନ୍ନୀୟେଲ ଓ ରିତ୍ସୀୟ। BSB BSB: The sons of Ulla: Arah, Hanniel, and Rizia.
40 ULB ଏସମସ୍ତେ ଆଶେରର ସନ୍ତାନ ଓ ଆପଣା ଆପଣା ପିତୃବଂଶର ପ୍ରଧାନ, ବଛା ଓ ମହାବିକ୍ରମଶାଳୀ ଓ ଅଧିପତିମାନଙ୍କ ମଧ୍ୟରେ ପ୍ରଧାନ ଥିଲେ। ଆଉ ଯୁଦ୍ଧକାର୍ଯ୍ୟ ନିମନ୍ତେ ବଂଶାବଳୀକ୍ରମେ ଲିଖିତ ସେମାନଙ୍କ ସଂଖ୍ୟା ଛବିଶ ହଜାର ଥିଲା। BSB BSB: All these were the descendants of Asher—heads of their families, choice and mighty men of valor, and chiefs among the leaders. The number of men fit for battle, recorded in their genealogies, was 26,000.
Select verses for actions: Enter goes to them and Escape comes back.