1 ULB ବିନ୍ୟାମୀନ୍ ଆପଣା ଜ୍ୟେଷ୍ଠ ବେଲା, ଦ୍ୱିତୀୟ ଅସ୍ବେଲ ଓ ତୃତୀୟ ଅହର୍ହ; BSB BSB: Benjamin was the father of Bela his firstborn, Ashbel the second, Aharah the third,
2 ULB ଚତୁର୍ଥ ନୋହା, ପଞ୍ଚମ ରାଫାକୁ ଜାତ କଲା। BSB BSB: Nohah the fourth, and Rapha the fifth.
3 ULB ଆଉ ବେଲାର ଏହି ପୁତ୍ରମାନେ ଥିଲେ, ଅଦ୍ଦର, ଗେରା, ଅବୀହୂଦ, BSB BSB: The sons of Bela: Addar, Gera, Abihud,
4 ULB ଅବୀଶୂୟ, ନାମାନ୍, ଆହୋହ, BSB BSB: Abishua, Naaman, Ahoah,
5 ULB ଗେରା, ଶଫୂଫନ୍ ଓ ହୂରମ୍। BSB BSB: Gera, Shephuphan, and Huram.
6 ULB ଏହୂଦର ପୁତ୍ରଗଣ ଏହି; ଏମାନେ ଗେବା ନିବାସୀମାନଙ୍କ ପିତୃବଂଶର ପ୍ରଧାନ ଥିଲେ, ଏମାନେ ବନ୍ଦୀ ହୋଇ ମାନହତ୍କୁ ନିଆ ଯାଇଥିଲେ। BSB BSB: These were the descendants of Ehud who were the heads of the families living in Geba and were exiled to Manahath:
7 ULB ଆଉ ସେ ନାମାନ୍, ଅହୀୟ, ଗେରାକୁ ବନ୍ଦୀ କରି ନେଇଗଲା ଓ ସେ ଉଷ ଓ ଅହୀହୂଦ୍କୁ ଜାତ କଲା। BSB BSB: Naaman, Ahijah, and Gera, who carried them into exile and who was the father of Uzza and Ahihud.
8 ULB ପୁଣି, ସେ ସେମାନଙ୍କୁ ବିଦାୟ କଲା ଉତ୍ତାରେ ଶହରୟିମ୍ ମୋୟାବ-ପଦାରେ ସନ୍ତାନମାନଙ୍କୁ ଜାତ କଲା; ହୂଶୀମ୍ ଓ ବାରା ତାହାର ଭାର୍ଯ୍ୟା ଥିଲେ। BSB BSB: Shaharaim had sons in the country of Moab after he had divorced his wives Hushim and Baara.
9 ULB ପୁଣି, ସେ ଆପଣା ଭାର୍ଯ୍ୟା ହୋଦଶ୍ର ଗର୍ଭରେ ଯୋବବ୍, ସିବୀୟ, ମେଶା ଓ ମଲକମ୍, BSB BSB: His sons by his wife Hodesh: Jobab, Zibia, Mesha, Malcam,
10 ULB ଯିୟୂଶ, ଶଖୀୟ ଓ ମିର୍ମକୁ ଜାତ କଲା, ଏମାନେ ତାହାର ପୁତ୍ର ଓ ପିତୃବଂଶର ପ୍ରଧାନ ଥିଲେ। BSB BSB: Jeuz, Sachia, and Mirmah. These were his sons, heads of families.
11 ULB ଆଉ ସେ ହୂଶୀମ୍ ଗର୍ଭରେ ଆବୀଟୂବ ଓ ଇଲ୍ପାଲକୁ ଜାତ କଲା। BSB BSB: He also had sons by Hushim: Abitub and Elpaal.
12 ULB ଆଉ ଇଲ୍ପାଲର ପୁତ୍ର ଏବର ଓ ମିଶୀୟମ୍, ପୁଣି, ସମସ୍ତ ଉପନଗର ସମେତ ଓନୋର ଓ ଲୋଦ୍ର ପତ୍ତନକାରୀ ଶେମଦ୍, BSB BSB: The sons of Elpaal: Eber, Misham, Shemed (who built Ono and Lod with its villages),
13 ULB ବରୀୟ ଓ ଶେମା, ଏମାନେ ଅୟାଲୋନ ନିବାସୀମାନଙ୍କର ପିତୃବଂଶର ପ୍ରଧାନ ଥିଲେ, ଆଉ ଏମାନେ ଗାଥ୍ ନିବାସୀମାନଙ୍କୁ ତଡ଼ି ଦେଇଥିଲେ। BSB BSB: and Beriah and Shema (who were the heads of families living in Aijalon and who drove out the inhabitants of Gath).
14 ULB ପୁଣି, ଅହୀୟୋ, ଶାଶକ୍, ଯେରେମୋତ୍, BSB BSB: Ahio, Shashak, Jeremoth,
15 ULB ସବଦୀୟ, ଅରାଦ୍, ଏଦର, BSB BSB: Zebadiah, Arad, Eder,
16 ULB ମୀଖାୟେଲ, ଯିଶ୍ପା, ଯୋହା ବରୀୟର ପୁତ୍ର ଥିଲେ; BSB BSB: Michael, Ishpah, and Joha were the sons of Beriah.
17 ULB ଆଉ ସବଦୀୟ, ମଶୁଲ୍ଲମ୍, ହିଷ୍କି, ହେବର, BSB BSB: Zebadiah, Meshullam, Hizki, Heber,
18 ULB ଯିଷ୍ମରୟ, ଯିଷ୍ଲୀୟ ଓ ଯୋବବ୍ ଇଲ୍ପାଲର ପୁତ୍ର ଥିଲେ। BSB BSB: Ishmerai, Izliah, and Jobab were the sons of Elpaal.
19 ULB ଆଉ ଶିମୀୟିର ପୁତ୍ର ଯାକୀମ୍, ସିଖ୍ରି, ସବ୍ଦି, BSB BSB: Jakim, Zichri, Zabdi,
20 ULB ଇଲୀଐନୟ, ସିଲ୍ଲଥୟ, ଇଲୀୟେଲ୍, BSB BSB: Elienai, Zillethai, Eliel,
21 ULB ଅଦାୟା, ବରାୟା ଓ ଶିମ୍ରତ୍; BSB BSB: Adaiah, Beraiah, and Shimrath were the sons of Shimei.
22 ULB ଆଉ ଶାଶକ୍ର ପୁତ୍ର ଯିଶ୍ପନ୍, ଏବର, ଇଲୀୟେଲ୍, BSB BSB: Ishpan, Eber, Eliel,
23 ULB ଅବଦୋନ୍, ସିଖ୍ରି, ହାନନ୍, BSB BSB: Abdon, Zichri, Hanan,
24 ULB ହନାନୀୟ, ଏଲମ୍, ଅନ୍ତୋଥୀୟ, BSB BSB: Hananiah, Elam, Anthothijah,
25 ULB ଯିଫଦୀୟ ଓ ପନୂୟେଲ; BSB BSB: Iphdeiah, and Penuel were the sons of Shashak.
26 ULB ଆଉ, ଯିରୋହମର ସନ୍ତାନ ଶମ୍ଶରୟ, ଶହରୀୟ, ଅଥଲୀୟ, BSB BSB: Shamsherai, Shehariah, Athaliah,
27 ULB ଯାରିଶୀୟ, ଏଲୀୟ ଓ ସିଖ୍ରି; BSB BSB: Jaareshiah, Elijah, and Zichri were the sons of Jeroham.
28 ULB ଏମାନେ ପ୍ରଧାନ ଲୋକ, ଆପଣା ଆପଣାର ସମୁଦାୟ ବଂଶାବଳୀରେ ପିତୃବଂଶର ପ୍ରଧାନ ଥିଲେ; ଏମାନେ ଯିରୂଶାଲମରେ ବାସ କଲେ। BSB BSB: All these were heads of families, the chiefs according to their genealogies, and they lived in Jerusalem.
29 ULB ଆଉ ଗିବୀୟୋନ୍ର ପିତା ଯିୟେଲ ଗିବୀୟୋନ୍ରେ ବାସ କଲା, ତାହାର ଭାର୍ଯ୍ୟାର ନାମ ମାଖା। BSB BSB: Jeiel the father of Gibeon lived in Gibeon. His wife’s name was Maacah,
30 ULB ତାହାର ପ୍ରଥମଜାତ ପୁତ୍ର ଅବ୍ଦୋନ୍, ତହୁଁ ସୂର୍, କୀଶ୍, ବାଲ୍, ନାଦବ୍, BSB BSB: and Abdon was his firstborn son, then Zur, Kish, Baal, Nadab,
31 ULB ଗଦୋର୍, ଅହୀୟୋ ଓ ସଖର; BSB BSB: Gedor, Ahio, Zecher,
32 ULB ପୁଣି, ମିକ୍ଲୋତ୍ ଶିମୀୟଙ୍କୁ ଜାତ କଲା। ଏମାନେ ମଧ୍ୟ ଆପଣା ଭ୍ରାତୃଗଣ ସମ୍ମୁଖରେ ଯିରୂଶାଲମରେ ଆପଣା ଭ୍ରାତୃଗଣ ସହିତ ବାସ କଲେ। BSB BSB: and Mikloth, who was the father of Shimeah. They too lived alongside their relatives in Jerusalem.
33 ULB ନେର୍ କୀଶ୍କୁ ଜାତ କଲା, କୀଶ୍ ଶାଉଲଙ୍କୁ ଜାତ କଲା, ଶାଉଲ ଯୋନାଥନ, ମଲ୍କୀଶୂୟ, ଅବୀନାଦବ ଓ ଇଶ୍ବାଲକୁ ଜାତ କଲେ। BSB BSB: Ner was the father of Kish, Kish was the father of Saul, and Saul was the father of Jonathan, Malchishua, Abinadab, and Esh-baal.
34 ULB ପୁଣି, ମରୀବ୍ବାଲ୍ ଯୋନାଥନର ପୁତ୍ର ଥିଲା ଓ ମରୀବ୍ବାଲ ମୀଖାକୁ ଜାତ କଲା। BSB BSB: The son of Jonathan: Merib-baal, and Merib-baal was the father of Micah.
35 ULB ମୀଖାର ପୁତ୍ର ପିଥୋନ୍, ମେଲକ୍, ତରେୟ ଓ ଆହସ୍। BSB BSB: The sons of Micah: Pithon, Melech, Tarea, and Ahaz.
36 ULB ଆଉ, ଆହସ୍ ଯିହୋୟାଦାକୁ ଜାତ କଲା, ପୁଣି, ଯିହୋୟାଦା ଆଲେମତ୍, ଅସ୍ମାବତ୍, ସିମ୍ରିକୁ ଜାତ କଲା ଓ ସିମ୍ରି ମୋତ୍ସାକୁ ଜାତ କଲା। BSB BSB: Ahaz was the father of Jehoaddah, Jehoaddah was the father of Alemeth, Azmaveth, and Zimri, and Zimri was the father of Moza.
37 ULB ମୋତ୍ସା ବିନୀୟାକୁ ଜାତ କଲା, ତାହାର ପୁତ୍ର ରାଫା, ତାହାର ପୁତ୍ର ଇଲୀୟାସା, ତାହାର ପୁତ୍ର ଆତ୍ସେଲ; BSB BSB: Moza was the father of Binea. Raphah was his son, Eleasah his son, and Azel his son.
38 ULB ପୁଣି, ଆତ୍ସେଲର ଛଅ ପୁତ୍ର ଥିଲେ; ସେମାନଙ୍କର ନାମ ଏହି; ଅସ୍ରୀକାମ, ବୋଖରୁ, ଇଶ୍ମାୟେଲ, ଶିୟରୀୟ, ଓବଦୀୟ ଓ ହାନନ୍। ଏସମସ୍ତେ ଆତ୍ସେଲର ପୁତ୍ର। BSB BSB: Azel had six sons, and these were their names: Azrikam, Bocheru, Ishmael, Sheariah, Obadiah, and Hanan. All these were the sons of Azel.
39 ULB ଆଉ ତାହାର ଭ୍ରାତା ଏଶକର ପୁତ୍ରଗଣ; ତାହାର ଜ୍ୟେଷ୍ଠ ଊଲମ, ଦ୍ୱିତୀୟ ଯିୟୂଶ୍ ଓ ତୃତୀୟ ଇଲୀଫେଲଟ୍। BSB BSB: The sons of his brother Eshek: Ulam was his firstborn, Jeush second, and Eliphelet third.
40 ULB ଊଲମର ପୁତ୍ରମାନେ ମହାବିକ୍ରମଶାଳୀ, ଧନୁର୍ଦ୍ଧର ଥିଲେ ଓ ସେମାନଙ୍କର ଅନେକ ପୁତ୍ର ଓ ପୌତ୍ର, ଏକ ଶହ ପଚାଶ ଜଣ ଥିଲେ। ଏସମସ୍ତେ ବିନ୍ୟାମୀନ୍ର ସନ୍ତାନ। BSB BSB: The sons of Ulam were mighty men of valor, archers, and they had many sons and grandsons—150 in all. All these were the descendants of Benjamin.
Select verses for actions: Enter goes to them and Escape comes back.