1 ULB ଅତଏବ ପ୍ରଭୁ ଯେ ମଙ୍ଗଳମୟ, ଏହା ଯଦି ଆସ୍ୱାଦନ କରିଅଛ, BSB BSB: Rid yourselves, therefore, of all malice, deceit, hypocrisy, envy, and slander.
2 ULB ତାହାହେଲେ ସମସ୍ତ ପ୍ରକାର ଦୁଷ୍ଟତା, ଛଳ, କପଟ, ଈର୍ଷା ଓ ପରନିନ୍ଦା ପରିତ୍ୟାଗ କରି BSB BSB: Like newborn babies, crave pure spiritual milk, so that by it you may grow up in your salvation,
3 ULB ନବଜାତ ଶିଶୁତୁଲ୍ୟ ପାରମାର୍ଥିକ ଅମିଶ୍ରିତ ଦୁଗ୍ଧ ପାନ କରିବାକୁ ଇଚ୍ଛା କର, ଯେପରି ତଦ୍ୱାରା ପରିତ୍ରାଣାର୍ଥେ ବୃଦ୍ଧି ପାଇ ପାର। BSB BSB: now that you have tasted that the Lord is good.
4 ULB ଜୀବନ୍ତ ପ୍ରସ୍ତର ସ୍ୱରୂପ ଯେ ସେହି ପ୍ରଭୁ, ସେ ମନୁଷ୍ୟମାନଙ୍କ ଦ୍ୱାରା ଅଗ୍ରାହ୍ୟ ହେଲେ ସତ, କିନ୍ତୁ ଈଶ୍ୱରଙ୍କ ନିକଟରେ ମନୋନୀତ ଓ ବହୁମୂଲ୍ୟ ଅଟନ୍ତି, BSB BSB: As you come to Him, the living stone, rejected by men but chosen and precious in God’s sight,
5 ULB ତାହାଙ୍କ ନିକଟକୁ ଆସି ତୁମ୍ଭେମାନେ ମଧ୍ୟ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ୱରଙ୍କ ନିକଟରେ ସୁଗ୍ରାହ୍ୟ ଆତ୍ମିକ ବଳି ଉତ୍ସର୍ଗ କରିବା ନିମନ୍ତେ ପବିତ୍ର ଯାଜକବର୍ଗ ହେବା ପାଇଁ ଜୀବନ୍ତ ପ୍ରସ୍ତର ସ୍ୱରୂପ ହୋଇ ଗୋଟିଏ ଆତ୍ମିକ ଗୃହରୂପରେ ନିର୍ମିତ ହୁଅ। BSB BSB: you also, like living stones, are being built into a spiritual house to be a holy priesthood, offering spiritual sacrifices acceptable to God through Jesus Christ.
6 ULB କାରଣ ଶାସ୍ତ୍ରରେ ଲିଖିତ ଅଛି, ଦେଖ, ଆମ୍ଭେ ସିୟୋନରେ ଗୋଟିଏ ମନୋନୀତ ଓ ବହୁମୂଲ୍ୟ କୋଣର ପ୍ରଧାନ ପ୍ରସ୍ତର ସ୍ଥାପନ କରୁଅଛୁ, ଆଉ ଯେ ତାହାଙ୍କଠାରେ ବିଶ୍ୱାସ କରିବ, ସେ ଲଜ୍ଜିତ ହେବ ନାହିଁ। BSB BSB: For it stands in Scripture: “See, I lay in Zion a stone, a chosen and precious cornerstone; and the one who believes in Him will never be put to shame.”
7 ULB ଏଣୁ ବିଶ୍ୱାସ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ସେହି ମହାମୂଲ୍ୟର ଅଂଶୀ ଅଟ, କିନ୍ତୁ ଯେଉଁମାନେ ବିଶ୍ୱାସ କରନ୍ତି ନାହିଁ, ଗୃହନିର୍ମାଣକାରୀମାନେ ଯେଉଁ ପ୍ରସ୍ତରକୁ ଅଗ୍ରାହ୍ୟ କଲେ, ତାହା ସେମାନଙ୍କ ନିମନ୍ତେ କୋଣର ପ୍ରଧାନ ପ୍ରସ୍ତର BSB BSB: To you who believe, then, this stone is precious. But to those who do not believe, “The stone the builders rejected has become the cornerstone,”
8 ULB ପୁଣି, ବାଧାଜନକ ପ୍ରସ୍ତର ଓ ବିଘ୍ନଜନକ ପାଷାଣ ସ୍ୱରୂପ ହେଲା; ବାକ୍ୟର ଅନାଜ୍ଞାବହ ହେବାରୁ ସେମାନେ ବାଧା ପାଆନ୍ତି, ଆଉ ଏନିମନ୍ତେ ମଧ୍ୟ ସେମାନେ ନିରୂପିତ ହୋଇଥିଲେ। BSB BSB: and, “A stone of stumbling and a rock of offense.” They stumble because they disobey the word—and to this they were appointed.
9 ULB କିନ୍ତୁ ଯେ ତୁମ୍ଭମାନଙ୍କୁ ଅନ୍ଧକାରରୁ ଆପଣା ଆଶ୍ଚର୍ଯ୍ୟ ଆଲୋକ ମଧ୍ୟକୁ ଆହ୍ୱାନ କରିଅଛନ୍ତି, ତୁମ୍ଭେମାନେ ଯେପରି ତାହାଙ୍କ ଗୁଣ କୀର୍ତ୍ତନ କର, ଏଥି ନିମନ୍ତେ ତୁମ୍ଭେମାନେ ଏକ ମନୋନୀତ ବଂଶ, ରାଜକୀୟ ଯାଜକବର୍ଗ, ପବିତ୍ର ଜାତି ପୁଣି, ଈଶ୍ୱରଙ୍କ ନିଜସ୍ୱ ପ୍ରଜା ହୋଇଅଛ। BSB BSB: But you are a chosen people, a royal priesthood, a holy nation, a people for God’s own possession, to proclaim the virtues of Him who called you out of darkness into His marvelous light.
11 ULB ହେ ପ୍ରିୟମାନେ, ତୁମ୍ଭେ ବିଦେଶୀ ଓ ପ୍ରବାସୀ ବୋଲି ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ଶାରୀରିକ ଅଭିଳାଷଗୁଡ଼ିକରୁ ବିମୁଖ ହୁଅ, ସେଗୁଡ଼ିକ ଆତ୍ମାର ବିରୁଦ୍ଧରେ ଯୁଦ୍ଧ କରେ। BSB BSB: Beloved, I urge you, as foreigners and exiles, to abstain from the desires of the flesh, which war against your soul.
12 ULB ତୁମ୍ଭେମାନେ ଅଣଯିହୂଦୀମାନଙ୍କ ମଧ୍ୟରେ ସଦାଚରଣ କର, ଯେପରି ସେମାନେ ଯେଉଁ ବିଷୟରେ ତୁମ୍ଭମାନଙ୍କୁ ଦୁଷ୍କର୍ମକାରୀ ବୋଲି ନିନ୍ଦା କରନ୍ତି, ତୁମ୍ଭମାନଙ୍କର ସୁକର୍ମ ଦେଖି ସେହି ବିଷୟରେ କୃପାଦୃଷ୍ଟି ଦିନରେ ଈଶ୍ୱରଙ୍କ ଗୌରବ କରିବେ। BSB BSB: Conduct yourselves with such honor among the Gentiles that, though they slander you as evildoers, they may see your good deeds and glorify God on the day He visits us.
13 ULB ପ୍ରଭୁଙ୍କ ସକାଶେ ସମସ୍ତେ ମାନବୀୟ ବିଧାନର ବଶୀଭୂତ ହୁଅ, BSB BSB: Submit yourselves for the Lord’s sake to every human institution, whether to the king as the supreme authority,
14 ULB ସର୍ବପ୍ରଧାନ ରାଜା ହେଉନ୍ତୁ କିଅବା ଦୁଷ୍କର୍ମକାରୀମାନଙ୍କୁ ପ୍ରତିଫଳ ଦେବା ନିମନ୍ତେ ଓ ସତ୍କର୍ମକାରୀମାନଙ୍କୁ ପ୍ରଶଂସା କରିବା ନିମନ୍ତେ ତାହାଙ୍କ ଦ୍ୱାରା ପ୍ରେରିତ ଶାସନକର୍ତ୍ତାମାନେ ହେଉନ୍ତୁ, ସେମାନଙ୍କର ବଶୀଭୂତ ହୁଅ। BSB BSB: or to governors as those sent by him to punish those who do wrong and to praise those who do right.
15 ULB କାରଣ ତୁମ୍ଭେମାନେ ଯେ ସତ୍କର୍ମ କରି ନିର୍ବୋଧମାନଙ୍କ ଅଜ୍ଞାନର କଥା ବନ୍ଦ କର, ଏହା ଈଶ୍ୱରଙ୍କ ଇଚ୍ଛା; BSB BSB: For it is God’s will that by doing good you should silence the ignorance of foolish men.
16 ULB ତୁମ୍ଭେମାନେ ସ୍ୱାଧୀନ ହେଲେ ହେଁ ତୁମ୍ଭମାନଙ୍କର ସ୍ୱାଧୀନତାକୁ ଦୁଷ୍ଟତାର ଆବରଣ ସ୍ୱରୂପେ ବ୍ୟବହାର ନ କରି ବରଂ ଈଶ୍ୱରଙ୍କ ଦାସ ହୋଇ ସତ୍କର୍ମ କର। BSB BSB: Live in freedom, but do not use your freedom as a cover-up for evil; live as servants of God.
17 ULB ସମସ୍ତଙ୍କୁ ସମାଦର କର, ଭାଇମାନଙ୍କୁ ପ୍ରେମ କର, ଈଶ୍ୱରଙ୍କୁ ଭୟ କର, ରାଜାଙ୍କୁ ସମାଦର କର। BSB BSB: Treat everyone with high regard: Love the brotherhood of believers, fear God, honor the king.
18 ULB ହେ ଦାସମାନେ, ତୁମ୍ଭେମାନେ ଭୟ ସହକାରେ ଆପଣା ଆପଣା କର୍ତ୍ତାଙ୍କର ବଶୀଭୂତ ହୁଅ, କେବଳ ଉତ୍ତମ ଓ ଦୟାଳୁ କର୍ତ୍ତାମାନଙ୍କର ନୁହେଁ, ମାତ୍ର ନିର୍ଦୟମାନଙ୍କର ମଧ୍ୟ ବଶୀଭୂତ ହୁଅ। BSB BSB: Servants, submit yourselves to your masters with all respect, not only to those who are good and gentle, but even to those who are unreasonable.
19 ULB କାରଣ କେହି ଯେବେ ଈଶ୍ୱରଙ୍କୁ ବିଶ୍ୱାସ କରିବାରୁ ଅନ୍ୟାୟରେ ଦୁଃଖଭୋଗ କରି କଷ୍ଟ ସହ୍ୟ କରେ, ତେବେ ତାହା ପ୍ରଶଂସାର ବିଷୟ। BSB BSB: For if anyone endures the pain of unjust suffering because he is conscious of God, this is to be commended.
20 ULB ଯେଣୁ ତୁମ୍ଭେମାନେ ଆପଣା ଆପଣା ଦୋଷ ହେତୁ ଯଦି ପ୍ରହାର ସହ୍ୟ କର, ତେବେ ସେଥିରେ ଅବା କ'ଣ ସୁଖ୍ୟାତି? କିନ୍ତୁ ଯଦି ସତ୍କର୍ମ କରି ଦୁଃଖ ସହ୍ୟ କର, ତେବେ ତାହା ଈଶ୍ୱରଙ୍କ ନିକଟରେ ପ୍ରଶଂସାର ବିଷୟ। BSB BSB: How is it to your credit if you are beaten for doing wrong and you endure it? But if you suffer for doing good and you endure it, this is commendable before God.
21 ULB ଏଥି ନିମନ୍ତେ ହିଁ ତୁମ୍ଭେମାନେ ଆହୂତ ହୋଇଅଛ, କାରଣ ତୁମ୍ଭେମାନେ ଯେପରି ଖ୍ରୀଷ୍ଟଙ୍କର ପଦଚିହ୍ନ ଦେଇ ଗମନ କର, ସେଥିପାଇଁ ସେ ମଧ୍ୟ ତୁମ୍ଭମାନଙ୍କ ନିମନ୍ତେ ଦୁଃଖଭୋଗ କରି ତୁମ୍ଭମାନଙ୍କୁ ଗୋଟିଏ ଆଦର୍ଶ ଦେଖାଇଦେଇ ଯାଇଅଛନ୍ତି; BSB BSB: For to this you were called, because Christ also suffered for you, leaving you an example, that you should follow in His footsteps:
23 ULB ସେ ନିନ୍ଦା ପାଇବା ସମୟରେ ଫେରି ନିନ୍ଦା କଲେ ନାହିଁ; ଦୁଃଖଭୋଗ କରିବା ସମୟରେ ପ୍ରତିହିଂସା କରିବାକୁ ଭୟ ଦେଖାଇଲେ ନାହିଁ, କିନ୍ତୁ ନ୍ୟାୟବିଚାରକର୍ତ୍ତାଙ୍କ ହସ୍ତରେ ସମସ୍ତ ବିଷୟ ସମର୍ପଣ କଲେ; BSB BSB: When they heaped abuse on Him, He did not retaliate; when He suffered, He made no threats, but entrusted Himself to Him who judges justly.
24 ULB ଆମ୍ଭେମାନେ ଯେପରି ପାପ ପ୍ରତି ମୃତ ହୋଇ ଧାର୍ମିକତା ନିମନ୍ତେ ଜୀବନ ଯାପନ କରୁ, ଏଥି ନିମନ୍ତେ ସେ ଆପେ କ୍ରୁଶ ଉପରେ ନିଜ ଶରୀରରେ ଆମ୍ଭମାନଙ୍କର ସମସ୍ତ ପାପ ବହନ କଲେ; ତାହାଙ୍କ ପ୍ରହାରରେ ତୁମ୍ଭେମାନେ ସୁସ୍ଥ ହୋଇଅଛ। BSB BSB: He Himself bore our sins in His body on the tree, so that we might die to sin and live to righteousness. “By His stripes you are healed.”
25 ULB କାରଣ ତୁମ୍ଭେମାନେ ମେଷ ତୁଲ୍ୟ ବିପଥଗାମୀ ହୋଇଥିଲ, କିନ୍ତୁ ଏବେ ତୁମ୍ଭମାନଙ୍କ ଆତ୍ମାର ପାଳକ ଓ ଅଧ୍ୟକ୍ଷଙ୍କ ନିକଟକୁ ବାହୁଡ଼ି ଆସିଅଛ। BSB BSB: For “you were like sheep going astray,” but now you have returned to the Shepherd and Overseer of your souls.
Select verses for actions: Enter goes to them and Escape comes back.