1 ULB ପାଉଲ, ସିଲ୍ୱାନ ଓ ତୀମଥି ପିତା ଈଶ୍ୱର ଓ ଯୀଶୁ ଖ୍ରୀଷ୍ଟଙ୍କଠାରେ ଥିବା ଥେସଲନୀକୀୟ ମଣ୍ଡଳୀ ନିକଟକୁ ପତ୍ର; ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ। BSB BSB: Paul, Silvanus, and Timothy, To the church of the Thessalonians in God the Father and the Lord Jesus Christ: Grace and peace to you.
2 ULB ଆମ୍ଭମାନଙ୍କ ଈଶ୍ୱର ଓ ପିତାଙ୍କ ଛାମୁରେ ଆମ୍ଭେମାନେ ତୁମ୍ଭମାନଙ୍କ ବିଶ୍ୱାସର କର୍ମ, ପ୍ରେମର ପରିଶ୍ରମ ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ସମ୍ବନ୍ଧୀୟ ତୁମ୍ଭମାନଙ୍କ ଭରସାର ସହିଷ୍ଣୁତା ବିଷୟ ନିରନ୍ତର ସ୍ମରଣ କରି, BSB BSB: We always thank God for all of you, remembering you in our prayers
3 ULB ଆମ୍ଭମାନଙ୍କ ପ୍ରାର୍ଥନାରେ ତୁମ୍ଭମାନଙ୍କ ନାମ ଉଲ୍ଲେଖପୂର୍ବକ ସମସ୍ତଙ୍କ ନିମନ୍ତେ ସର୍ବଦା ଈଶ୍ୱରଙ୍କୁ ଧନ୍ୟବାଦ ଦେଉଅଛୁ; BSB BSB: and continually recalling before our God and Father your work of faith, your labor of love, and your enduring hope in our Lord Jesus Christ.
4 ULB କାରଣ ହେ ଈଶ୍ୱରଙ୍କ ପ୍ରିୟ ଭ୍ରାତୃବୃନ୍ଦ, ଆମ୍ଭେମାନେ ଜାଣୁ ଯେ, ତୁମ୍ଭେମାନେ ମନୋନୀତ ଲୋକ, BSB BSB: Brothers who are beloved by God, we know that He has chosen you,
5 ULB ଯେଣୁ ଆମ୍ଭମାନଙ୍କ ସୁସମାଚାର କେବଳ ବାକ୍ୟରେ ନୁହେଁ, ମାତ୍ର ଶକ୍ତି, ପବିତ୍ର ଆତ୍ମା ଓ ଅତ୍ୟନ୍ତ ନିଶ୍ଚୟତା ସହ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇଥିଲା ଓ ତୁମ୍ଭମାନଙ୍କ ମଧ୍ୟରେ ଥିବା ସମୟରେ ତୁମ୍ଭମାନଙ୍କ ସହିତ ଆମ୍ଭେମାନେ କି ପ୍ରକାର ବ୍ୟବହାର କରିଥିଲୁ, ତାହା ତ ତୁମ୍ଭେମାନେ ଜାଣ। BSB BSB: because our gospel came to you not only in word, but also in power, in the Holy Spirit, and with great conviction—just as you know we lived among you for your sake.
6 ULB ପୁଣି, ତୁମ୍ଭେମାନେ ବହୁ କ୍ଲେଶ ଭୋଗ ମଧ୍ୟରେ ପବିତ୍ର ଆତ୍ମାଦତ୍ତ ଆନନ୍ଦ ସହ ସେହି ବାକ୍ୟ ଗ୍ରହଣ କରି ଆମ୍ଭମାନଙ୍କ ଓ ପ୍ରଭୁଙ୍କର ଅନୁକାରୀ ହୋଇଥିଲ, BSB BSB: And you became imitators of us and of the Lord when you welcomed the message with the joy of the Holy Spirit, in spite of your great suffering.
7 ULB ଯେପରିକି ତୁମ୍ଭେମାନେ ମାକିଦନିଆ ଓ ଆଖାୟା ନିବାସୀ ସମସ୍ତ ବିଶ୍ୱାସୀଙ୍କ ପ୍ରତି ଆଦର୍ଶ ସ୍ୱରୂପ ହୋଇଥିଲ। BSB BSB: As a result, you have become an example to all the believers in Macedonia and Achaia.
8 ULB କାରଣ ଥେସଲନୀକୀୟ ବିଶ୍ୱାସୀମାନଙ୍କ ଦ୍ୱାରା ପ୍ରଭୁଙ୍କର ବାକ୍ୟ ଯେ କେବଳ ମାକିଦନିଆ ଓ ଆଖାୟାରେ ପ୍ରଚାରିତ ହୋଇଅଛି, ତାହା ନୁହେଁ, ମାତ୍ର ଈଶ୍ୱରଙ୍କ ପ୍ରତି ତୁମ୍ଭମାନଙ୍କ ବିଶ୍ୱାସର ବିଷୟ ସର୍ବତ୍ର ଏପରି ବ୍ୟାପ୍ତ ହୋଇଅଛି ଯେ, ସେ ସମ୍ବନ୍ଧରେ ଆମ୍ଭମାନଙ୍କର କିଛି କହିବା ଆବଶ୍ୟକ ନୁହେଁ। BSB BSB: For not only did the message of the Lord ring out from you to Macedonia and Achaia, but your faith in God has gone out to every place, so that we have no need to say anything more.
9 ULB ଯେଣୁ ଲୋକମାନେ ନିଜେ ନିଜେ ଆମ୍ଭମାନଙ୍କ ସମ୍ବନ୍ଧରେ କହିଥାଆନ୍ତି ଯେ, ତୁମ୍ଭମାନଙ୍କ ମଧ୍ୟକୁ ଆମ୍ଭମାନଙ୍କ ଆଗମନ ସମୟରେ କ'ଣ ଘଟିଥିଲା ଆଉ କିପରି ତୁମ୍ଭେମାନେ ପ୍ରତିମାସବୁ ପରିତ୍ୟାଗ କରି ଜୀବିତ ଓ ସତ୍ୟ ଈଶ୍ୱରଙ୍କର ସେବା କରିବା ନିମନ୍ତେ, BSB BSB: For they themselves report what kind of welcome you gave us, and how you turned to God from idols to serve the living and true God
10 ULB ପୁଣି, ସେ ଆପଣା ଯେଉଁ ପୁତ୍ରଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଲେ, ଆଗାମୀ କ୍ରୋଧରୁ ଆମ୍ଭମାନଙ୍କୁ ରକ୍ଷା କରିବା ନିମନ୍ତେ ସେହି ଯୀଶୁଙ୍କୁ ସ୍ୱର୍ଗରୁ ଆଗମନ କରିବାର ଅପେକ୍ଷାରେ ରହିବା। BSB BSB: and to await His Son from heaven, whom He raised from the dead—Jesus our deliverer from the coming wrath.
Select verses for actions: Enter goes to them and Escape comes back.