1 ULB ଅତଏବ ଆମ୍ଭେମାନେ ଆଉ ସହି ନ ପାରିବାରୁ ଆଥୀନୀରେ ଏକାକୀ ପଛରେ ରହିବା ପାଇଁ ସ୍ଥିର କଲୁ; BSB BSB: So when we could bear it no longer, we were willing to be left on our own in Athens.
2 ULB ପୁଣି, ତୁମ୍ଭମାନଙ୍କ ବିଶ୍ୱାସ ସମ୍ବନ୍ଧରେ ତୁମ୍ଭମାନଙ୍କୁ ଉତ୍ସାହ ଦେବାକୁ ଓ ତୁମ୍ଭମାନଙ୍କୁ ସୁସ୍ଥିର କରିବାକୁ, ଖ୍ରୀଷ୍ଟଙ୍କ ସୁସମାଚାର କାର୍ଯ୍ୟରେ ଈଶ୍ୱରଙ୍କ ସହକାର୍ଯ୍ୟକାରୀ ଆମ୍ଭମାନଙ୍କ ଭାଇ ତୀମଥିଙ୍କୁ ପଠାଇଲୁ, BSB BSB: We sent Timothy, our brother and fellow worker for God in the gospel of Christ, to strengthen and encourage you in your faith,
3 ULB ଯେପରି କେହି ଏହି ସମସ୍ତ କ୍ଲେଶ ମଧ୍ୟରେ ବିଚଳିତ ନ ହୁଏ। କାରଣ ଆମ୍ଭେମାନେ ଏଥି ନିମନ୍ତେ ନିରୁପିତ ବୋଲି ତୁମ୍ଭେମାନେ ତ ଜାଣ। BSB BSB: so that none of you would be shaken by these trials. For you know that we are destined for this.
4 ULB ଆମ୍ଭମାନଙ୍କୁ ଯେ କ୍ଲେଶ ଭୋଗ କରିବାକୁ ହେବ, ଏହା ଆମ୍ଭେମାନେ ତୁମ୍ଭମାନଙ୍କ ସହିତ ଥିବା ସମୟରେ ହିଁ ତୁମ୍ଭମାନଙ୍କୁ ପୁର୍ବରୁ ଥରକୁଥର କହିଥିଲୁ, ପୁଣି, ସେହିପରି ଘଟିଅଛି, ତୁମ୍ଭେମାନେ ତାହା ଜାଣ। BSB BSB: Indeed, when we were with you, we kept warning you that we would suffer persecution; and as you know, it has come to pass.
5 ULB ଏଥି ନିମନ୍ତେ, କାଳେ ପରୀକ୍ଷକ ତୁମ୍ଭମାନଙ୍କୁ ପରିକ୍ଷା କରିବ ଓ ଆମ୍ଭମାନଙ୍କ ପରିଶ୍ରମ ବ୍ୟର୍ଥ ହୋଇଯିବ, ଏହା ଚିନ୍ତା କରି ମୁଁ ମଧ୍ୟ ଆଉ ସହି ନ ପାରିବାରୁ ତୁମ୍ଭମାନଙ୍କ ବିଶ୍ୱାସ ବିଷୟ ଜାଣିବା ପାଇଁ ଲୋକ ପଠାଇଲି। BSB BSB: For this reason, when I could bear it no longer, I sent to find out about your faith, for fear that the tempter had somehow tempted you and that our labor might have been in vain.
6 ULB କିନ୍ତୁ ଏବେ ତୀମଥି ତୁମ୍ଭମାନଙ୍କ ନିକଟରୁ ଆମ୍ଭମାନଙ୍କ ନିକଟକୁ ଫେରିଆସି ତୁମ୍ଭମାନଙ୍କ ବିଶ୍ୱାସ ଓ ପ୍ରେମ ସମ୍ବନ୍ଧରେ, ପୁଣି, ଆମ୍ଭେମାନେ ଯେପରି ତୁମ୍ଭମାନଙ୍କୁ ଦେଖିବାକୁ ଇଚ୍ଛା କରୁଅଛୁ, ସେହିପରି ତୁମ୍ଭେମାନେ ସର୍ବଦା ଆମ୍ଭମାନଙ୍କୁ ସ୍ମରଣରେ ରଖି ଯେ ଆମ୍ଭମାନଙ୍କୁ ଦେଖିବାକୁ ଇଚ୍ଛା କରୁଅଛ, ଏବିଷୟରେ ଆମ୍ଭମାନଙ୍କୁ ସୁସମାଚାର ଦେଇଅଛନ୍ତି; BSB BSB: But just now, Timothy has returned from his visit with the good news about your faith, your love, and the fond memories you have preserved, longing to see us just as we long to see you.
7 ULB ଏଥି ନିମନ୍ତେ, ହେ ଭାଇମାନେ, ତୁମ୍ଭମାନଙ୍କ ବିଶ୍ୱାସ ଦ୍ୱାରା ଆମ୍ଭେମାନେ ଆମ୍ଭମାନଙ୍କ ସମସ୍ତ ସଙ୍କଟ ଓ କ୍ଲେଶ ଭୋଗରେ ତୁମ୍ଭମାନଙ୍କ ବିଷୟରେ ସାନ୍ତ୍ୱନାପ୍ରାପ୍ତ ହୋଇଅଛୁ; BSB BSB: For this reason, brothers, in all our distress and persecution, we have been reassured about you, because of your faith.
8 ULB କାରଣ ଆମ୍ଭେମାନେ ଏବେ ଜୀବିତ ଯଦି ତୁମ୍ଭେମାନେ ପ୍ରଭୁଙ୍କଠାରେ ସୁସ୍ଥିର ହୋଇଥାଅ। BSB BSB: For now we can go on living, as long as you are standing firm in the Lord.
9 ULB ହଁ, ଆମ୍ଭମାନଙ୍କ ଈଶ୍ୱରଙ୍କ ଛାମୁରେ ତୁମ୍ଭମାନଙ୍କ ପାଇଁ ଆମ୍ଭେମାନେ ଯେ, ସମସ୍ତେ ଆନନ୍ଦରେ ଆନନ୍ଦିତ ହେଉଅଛୁ, ସେଥିର ପ୍ରତିଦାନ ସ୍ୱରୂପେ ତୁମ୍ଭମାନଙ୍କ ନିମନ୍ତେ ଈଶ୍ୱରଙ୍କୁ କିପରି ଧନ୍ୟବାଦ ଦେଇପାରୁ? BSB BSB: How can we adequately thank God for you in return for our great joy over you in His presence?
10 ULB ତୁମ୍ଭମାନଙ୍କ ବିଶ୍ୱାସର ଯାହା କିଛି ଉଣା ଅଛି, ତାହା ସମ୍ପୂର୍ଣ୍ଣ କରିବା ନିମନ୍ତେ ଆମ୍ଭେମାନେ ତୁମ୍ଭମାନଙ୍କ ସହିତ ଯେପରି ସାକ୍ଷାତ କରି ପାରୁ, ଏଥିପାଇଁ ଦିବାରାତ୍ର ପ୍ରାର୍ଥନା କରୁଅଛୁ। BSB BSB: Night and day we pray most earnestly that we may see you face to face and supply what is lacking in your faith.
11 ULB ଆମ୍ଭମାନଙ୍କ ଈଶ୍ୱର ଓ ପିତା ନିଜେ ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ତୁମ୍ଭମାନଙ୍କ ନିକଟକୁ ଆମ୍ଭମାନଙ୍କ ଆଗମନର ପଥ ସୁଗମ କରନ୍ତୁ; BSB BSB: Now may our God and Father Himself, and our Lord Jesus, direct our way to you.
12 ULB ଆଉ, ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କର ଯେପରି ପ୍ରେମ, ସେହିପରି ପରସ୍ପର ସହିତ ଓ ସମସ୍ତଙ୍କ ପ୍ରତି ତୁମ୍ଭମାନଙ୍କ ପ୍ରେମ ପ୍ରଭୁ ଆହୁରି ଅଧିକ ରୂପେ ବଢ଼ାଇ ଦିଅନ୍ତୁ। BSB BSB: And may the Lord cause you to increase and overflow with love for one another and for everyone else, just as our love for you overflows,
13 ULB ସେ ତୁମ୍ଭମାନଙ୍କ ହୃଦୟ ସୁସ୍ଥିର କରି ରଖନ୍ତୁ, ଯେପରି ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଆପଣା ସମସ୍ତ ସାଧୁଙ୍କ ସହିତ ଆଗମନ କରିବା ସମୟରେ ତୁମ୍ଭେମାନେ ଆମ୍ଭମାନଙ୍କ ଈଶ୍ୱର ଓ ପିତାଙ୍କ ଛାମୁରେ ପବିତ୍ରତାରେ ଅନିନ୍ଦନୀୟ ଦେଖାଯିବ। BSB BSB: so that He may establish your hearts in blamelessness and holiness before our God and Father at the coming of our Lord Jesus with all His saints. Amen.
Select verses for actions: Enter goes to them and Escape comes back.