1 ULB ଏଥିଉତ୍ତାରେ ରିହବୀୟାମଙ୍କର ରାଜ୍ୟ ସୁସ୍ଥିର ଓ ସେ ବଳବାନ ହୁଅନ୍ତେ, ସେ ଓ ତାଙ୍କ ସଙ୍ଗେ ସମଗ୍ର ଇସ୍ରାଏଲ ସଦାପ୍ରଭୁଙ୍କ ବ୍ୟବସ୍ଥା ପରିତ୍ୟାଗ କଲେ। BSB BSB: After Rehoboam had established his sovereignty and royal power, he and all Israel with him forsook the Law of the LORD.
3 ULB ତାହା ସଙ୍ଗେ ବାର ଶହ ରଥ, ଷାଠିଏ ହଜାର ଅଶ୍ୱାରୂଢ଼ ଥିଲେ ଓ ତାହା ସଙ୍ଗେ ମିସରରୁ ଅସଂଖ୍ୟ ଲୂବୀୟ ଓ ସୁକ୍କୀୟ ଓ କୂଶୀୟ ଲୋକ ଆସିଲେ। BSB BSB: with 1,200 chariots, 60,000 horsemen, and countless troops who came with him out of Egypt—Libyans, Sukkites, and Cushites.
4 ULB ପୁଣି, ସେ ଯିହୁଦାର ପ୍ରାଚୀରବେଷ୍ଟିତ ନଗରସବୁ ହସ୍ତଗତ କରି ଯିରୂଶାଲମ ପର୍ଯ୍ୟନ୍ତ ଆସିଲା। BSB BSB: He captured the fortified cities of Judah and came as far as Jerusalem.
5 ULB ତହିଁରେ ଶମୟୀୟ ଭବିଷ୍ୟଦ୍ବକ୍ତା, ଶୀଶକ୍ ସକାଶୁ ଯିରୂଶାଲମରେ ଏକତ୍ରିତ ରିହବୀୟାମ ଓ ଯିହୁଦାର ଅଧିପତିମାନଙ୍କ ନିକଟକୁ ଆସି ସେମାନଙ୍କୁ କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଆମ୍ଭକୁ ପରିତ୍ୟାଗ କରିଅଛ, ଏହେତୁ ଆମ୍ଭେ ମଧ୍ୟ ତୁମ୍ଭମାନଙ୍କୁ ଶୀଶକ୍ ହସ୍ତରେ ଛାଡ଼ି ଦେଲୁ।” BSB BSB: Then Shemaiah the prophet came to Rehoboam and the leaders of Judah who had gathered at Jerusalem because of Shishak, and he said to them, “This is what the LORD says: ‘You have forsaken Me; therefore, I have forsaken you into the hand of Shishak.’”
6 ULB ସେତେବେଳେ ଇସ୍ରାଏଲର ଅଧିପତିମାନେ ଓ ରାଜା ଆପଣାମାନଙ୍କୁ ନମ୍ର କଲେ ଓ କହିଲେ, “ସଦାପ୍ରଭୁ ଧର୍ମମୟ।” BSB BSB: So the leaders of Israel and the king humbled themselves and said, “The LORD is righteous.”
7 ULB ତହୁଁ ସେମାନେ ଆପଣାମାନଙ୍କୁ ନମ୍ର କରିଅଛନ୍ତି, ଏହା ସଦାପ୍ରଭୁ ଦେଖନ୍ତେ, ଶମୟୀୟ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା; ସେମାନେ ଆପଣମାନଙ୍କୁ ନମ୍ର କରିଅଛନ୍ତି; ଆମ୍ଭେ ସେମାନଙ୍କୁ ବିନାଶ କରିବା ନାହିଁ; ମାତ୍ର ଆମ୍ଭେ ସେମାନଙ୍କୁ କିଛି ସାହାଯ୍ୟ ପ୍ରଦାନ କରିବା ଓ ଶୀଶକ୍ର ହସ୍ତ ଦ୍ୱାରା ଯିରୂଶାଲମ ଉପରେ ଆମ୍ଭର କୋପ ଢଳା ଯିବ ନାହିଁ। BSB BSB: When the LORD saw that they had humbled themselves, the word of the LORD came to Shemaiah, saying, “They have humbled themselves; I will not destroy them, but will soon grant them deliverance. My wrath will not be poured out on Jerusalem through Shishak.
8 ULB ତଥାପି ଯେପରି ସେମାନେ ଆମ୍ଭର ସେବା ଓ ନାନା ଦେଶୀୟ ରାଜ୍ୟର ସେବା ଅନୁଭବ କରିବେ, ଏଥିପାଇଁ ସେମାନେ ତାହାର ଦାସ ହେବେ। BSB BSB: Nevertheless, they will become his servants, so that they may learn the difference between serving Me and serving the kings of other lands.”
9 ULB ଏଉତ୍ତାରେ ମିସରର ରାଜା ଶୀଶକ୍ ଯିରୂଶାଲମ ପ୍ରତିକୂଳରେ ଆସି ସଦାପ୍ରଭୁଙ୍କ ଗୃହର ସଞ୍ଚିତ ଧନ ଓ ରାଜଗୃହର ସଞ୍ଚିତ ଧନ ନେଇଗଲା; ସେ ସବୁ ନେଇଗଲା; ସେ ଶଲୋମନଙ୍କର ନିର୍ମିତ ସୁବର୍ଣ୍ଣ ଢାଲ ସବୁ ହିଁ ନେଇଗଲା। BSB BSB: So King Shishak of Egypt attacked Jerusalem and seized the treasures of the house of the LORD and of the royal palace. He took everything, including the gold shields that Solomon had made.
10 ULB ତହୁଁ ରିହବୀୟାମ ରାଜା ସେହିସବୁର ପରିବର୍ତ୍ତେ ପିତ୍ତଳ ଢାଲ ନିର୍ମାଣ କରି ରାଜଗୃହର ଦ୍ୱାରପାଳ ପ୍ରହରୀବର୍ଗର ଅଧ୍ୟକ୍ଷମାନଙ୍କ ହସ୍ତରେ ସମର୍ପଣ କଲେ। BSB BSB: Then King Rehoboam made bronze shields in their place and committed them to the care of the captains of the guard on duty at the entrance to the royal palace.
11 ULB ଆଉ ରାଜା ଯେତେଥର ସଦାପ୍ରଭୁଙ୍କ ଗୃହକୁ ଗଲେ, ସେତେଥର ପ୍ରହରୀମାନେ ଆସି ତାହା ନେଇଗଲେ, ପୁଣି ତାହାସବୁ ପ୍ରହରୀଶାଳାକୁ ଫେରାଇ ଆଣିଲେ। BSB BSB: And whenever the king entered the house of the LORD, the guards would go with him, bearing the shields, and later they would return them to the guardroom.
12 ULB ଆଉ, ସେ ଆପଣାକୁ ନମ୍ର କରନ୍ତେ, ତାଙ୍କ ଉପରୁ ସଦାପ୍ରଭୁଙ୍କ କୋପ ନିବୃତ୍ତ ହେଲା, ତହିଁରେ ସେ ତାଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କଲେ ନାହିଁ; ଆହୁରି ଯିହୁଦା ଦେଶ ମଧ୍ୟରେ ସଦ୍ଭାବ ଦେଖାଗଲା। BSB BSB: Because Rehoboam humbled himself, the anger of the LORD turned away from him, and He did not destroy him completely. Indeed, conditions were good in Judah.
13 ULB ଏହିରୂପେ ରିହବୀୟାମ ଯିରୂଶାଲମରେ ଆପଣାକୁ ବଳବାନ କରି ରାଜତ୍ୱ କଲେ; ରିହବୀୟାମ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଏକଚାଳିଶ ବର୍ଷ ବୟସ୍କ ହୋଇଥିଲେ, ଆଉ ସଦାପ୍ରଭୁ ଆପଣା ନାମ ସ୍ଥାପନାର୍ଥେ ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରୁ ଯେଉଁ ନଗର ମନୋନୀତ କରିଥିଲେ, ସେହି ଯିରୂଶାଲମ ନଗରରେ ସେ ସତର ବର୍ଷ ରାଜତ୍ୱ କଲେ; ତାଙ୍କ ମାତାର ନାମ ନୟମା, ସେ ଅମ୍ମୋନ ଦେଶୀୟା ଥିଲା। BSB BSB: Thus King Rehoboam established himself in Jerusalem and reigned. He was forty-one years old when he became king, and he reigned seventeen years in Jerusalem, the city the LORD had chosen from all the tribes of Israel in which to put His Name. His mother’s name was Naamah the Ammonite.
14 ULB ପୁଣି ସେ ସଦାପ୍ରଭୁଙ୍କର ଅନ୍ୱେଷଣ କରିବା ପାଇଁ ଆପଣା ମନ ନିବିଷ୍ଟ ନ କରିବାରୁ କୁକର୍ମ କଲା। BSB BSB: And Rehoboam did evil because he did not set his heart to seek the LORD.
15 ULB ଏହି ରିହବୀୟାମଙ୍କ କର୍ମର ବୃତ୍ତାନ୍ତ, ଆରମ୍ଭରୁ ଶେଷ ପର୍ଯ୍ୟନ୍ତ, ବଂଶାବଳୀ କ୍ରମେ ଶମୟୀୟ ଭବିଷ୍ୟଦ୍ବକ୍ତାର ଓ ଇଦ୍ଦୋ ଦର୍ଶକର ଇତିହାସ-ପୁସ୍ତକରେ କ’ଣ ଲେଖା ନାହିଁ? ରିହବୀୟାମ ଓ ଯାରବୀୟାମ୍ ମଧ୍ୟରେ ସର୍ବଦା ଯୁଦ୍ଧ ଚାଲିଲା। BSB BSB: Now the acts of Rehoboam, from first to last, are they not written in the records of Shemaiah the Prophet and of Iddo the Seer concerning the genealogies? There was war between Rehoboam and Jeroboam throughout their days.
16 ULB ଏଉତ୍ତାରେ ରିହବୀୟାମ ମୃତ୍ୟୁବରଣ କଲେ ଓ ଦାଉଦ-ନଗରରେ କବର ପ୍ରାପ୍ତ ହେଲେ; ତହୁଁ ତାଙ୍କର ପୁତ୍ର ଅବୀୟ ତାଙ୍କ ପଦରେ ରାଜ୍ୟ କଲେ। BSB BSB: And Rehoboam rested with his fathers and was buried in the City of David. And his son Abijah reigned in his place.
Select verses for actions: Enter goes to them and Escape comes back.