1 ULB କିନ୍ତୁ ଏହା ଜାଣିଥାଅ ଯେ, ଶେଷକାଳରେ ଭୀଷଣ ସମୟ ଉପସ୍ଥିତ ହେବ; BSB BSB: But understand this: In the last days terrible times will come.
2 ULB କାରଣ ଲୋକମାନେ ଆତ୍ମପ୍ରିୟ, ଧନଲୋଭୀ, ଆତ୍ମଗର୍ବୀ, ଅହଂକାରୀ, ନିନ୍ଦକ, ପିତାମାତାଙ୍କର ଅବାଧ୍ୟ, BSB BSB: For men will be lovers of themselves, lovers of money, boastful, arrogant, abusive, disobedient to their parents, ungrateful, unholy,
3 ULB ଅକୃତଜ୍ଞ, ଅପବିତ୍ର, ସ୍ନେହଶୂନ୍ୟ, ଅମିଳନପ୍ରିୟ, ଅପବାଦକ, ଅଜିତେନ୍ଦ୍ରିୟ, ପ୍ରଚଣ୍ଡ, ଉତ୍ତମ ବିଷୟର ଘୃଣାକାରୀ, BSB BSB: unloving, unforgiving, slanderous, without self-control, brutal, without love of good,
4 ULB ବିଶ୍ୱାସଘାତକ, ଦୁଃସାହସୀ, ଦାମ୍ଭିକ ହେବେ ଓ ଈଶ୍ୱରପ୍ରିୟ ନ ହୋଇ ବରଂ ବିଳାସପ୍ରିୟ ହେବେ; BSB BSB: traitorous, reckless, conceited, lovers of pleasure rather than lovers of God,
6 ULB କାରଣ ଏମାନଙ୍କ ମଧ୍ୟରେ ଏପରିଲୋକ ଅଛନ୍ତି, ଯେଉଁମାନେ ଘରେ ଘରେ ପଶି ପାପରେ ଭାରାକ୍ରାନ୍ତ ଓ ବିଭିନ୍ନ କୁଅଭିଳାଷରେ ଚାଳିତ ନିର୍ବୋଧ ସ୍ତ୍ରୀମାନଙ୍କୁ ଆପଣାର ବଶବର୍ତ୍ତୀ କରନ୍ତି; BSB BSB: They are the kind who worm their way into households and captivate vulnerable women who are weighed down with sins and led astray by various passions,
7 ULB ଏହି ସ୍ତ୍ରୀଲୋକମାନେ ସର୍ବଦା ଶିକ୍ଷା କରୁଥିଲେ ମଧ୍ୟ ସତ୍ୟ ଜାଣିବା ପାଇଁ କଦାପି ସମର୍ଥ ହୁଅନ୍ତି ନାହିଁ। BSB BSB: who are always learning but never able to come to a knowledge of the truth.
8 ULB ଆଉ ଯେପରି ଯନ୍ନିସ୍ ଓ ଯମ୍ବ୍ରୀସ୍ ମୋଶାଙ୍କର ପ୍ରତିରୋଧ କରିଥିଲେ, ସେହିପରି ଏହି ପୁରୁଷମାନେ ମଧ୍ୟ ସତ୍ୟର ପ୍ରତିରୋଧ କରନ୍ତି, ଏମାନେ ମନରେ ଭ୍ରଷ୍ଟ ହୋଇ ବିଶ୍ୱାସ ସମ୍ବନ୍ଧରେ ପ୍ରମାଣସିଦ୍ଧ ନୁହଁନ୍ତି। BSB BSB: Just as Jannes and Jambres opposed Moses, so also these men oppose the truth. They are depraved in mind and disqualified from the faith.
9 ULB କିନ୍ତୁ ସେମାନେ ଆଉ ଅଧିକ ଆଗକୁ ଯିବେ ନାହିଁ; କାରଣ ସେହି ଦୁଇ (ଯନ୍ନିସ୍ ଓ ଯମ୍ବ୍ରୀସ୍) ଜଣଙ୍କର ମୁର୍ଖତା ଯେପରି ପ୍ରକାଶ ପାଇଥିଲା, ସେହିପରି ଏମାନଙ୍କର ମଧ୍ୟ ସମସ୍ତଙ୍କ ନିକଟରେ ଜଣାପଡ଼ିବ। BSB BSB: But they will not advance much further. For just like Jannes and Jambres, their folly will be plain to everyone.
10 ULB କିନ୍ତୁ ତୁମ୍ଭେ ମୋହର ଶିକ୍ଷା, ଆଚାର ବ୍ୟବହାର, ସଙ୍କଳ୍ପ, ବିଶ୍ୱାସ, ସହିଷ୍ଣୁତା, ପ୍ରେମ, ଧୖୖେର୍ଯ୍ୟ, ତାଡ଼ନା ଓ ଦୁଃଖଭୋଗର ଅନୁଗାମୀ ହୋଇଅଛ। BSB BSB: You, however, have observed my teaching, my conduct, my purpose, my faith, my patience, my love, my perseverance,
11 ULB ଆନ୍ତିୟଖିଆ, ଇକନୀୟ ଓ ଲୁସ୍ତ୍ରାରେ ମୋ ପ୍ରତି ସେହିପରି ତାଡ଼ନା ଘଟିଥିଲା; ମୁଁ ତାହା ସହ୍ୟ କରିଥିଲି, ଆଉ ପ୍ରଭୁ ମୋତେ ସେସବୁରୁ ଉଦ୍ଧାର କରିଥିଲେ। BSB BSB: my persecutions, and the sufferings that came upon me in Antioch, Iconium, and Lystra. What persecutions I endured! Yet the Lord rescued me from all of them.
12 ULB ପ୍ରକୃତରେ ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଧର୍ମଜୀବନ ଯାପନ କରିବାକୁ ଇଚ୍ଛା କରନ୍ତି, ସେମାନେ ତାଡ଼ନା ଭୋଗ କରିବେ| BSB BSB: Indeed, all who desire to live godly lives in Christ Jesus will be persecuted,
13 ULB କିନ୍ତୁ ଦୁଷ୍ଟ ଲୋକେ ଓ ଠକ ଲୋକମାନେ ଭ୍ରାନ୍ତି ଜନ୍ମାଇ ଓ ଭ୍ରାନ୍ତ ହୋଇ ଅଧିକରୁ ଅଧିକ ଦୁଷ୍ଟ ହୋଇ ଉଠିବେ। BSB BSB: while evil men and imposters go from bad to worse, deceiving and being deceived.
14 ULB କିନ୍ତୁ ତୁମ୍ଭେ ଯାହା ଯାହା ଶିକ୍ଷା କରିଅଛ ଆଉ ଯେ ସମସ୍ତ ବିଷୟରେ ନିଶ୍ଚିତ ବିଶ୍ୱାସ କରିଅଛ, ସେସବୁରେ ସ୍ଥିର ହୋଇ ରହିଥାଅ, କାରଣ ତୁମ୍ଭେ ଜାଣୁଅଛ, କେଉଁମାନଙ୍କଠାରୁ ସେହି ସବୁ ଶିକ୍ଷା କରିଅଛ; BSB BSB: But as for you, continue in the things you have learned and firmly believed, since you know from whom you have learned them.
15 ULB ପୁଣି, ଯେଉଁ ଧର୍ମଶାସ୍ତ୍ର ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ୱାସ ଦ୍ୱାରା ତୁମ୍ଭକୁ ପରିତ୍ରାଣଜନକ ଜ୍ଞାନ ଦେବାକୁ ସମର୍ଥ, ତାହା ତୁମ୍ଭେ ବାଲ୍ୟ କାଳଠାରୁ ଜାଣିଅଛ। BSB BSB: From infancy you have known the Holy Scriptures, which are able to make you wise for salvation through faith in Christ Jesus.
17 ULB ଯେପରି ଈଶ୍ୱରଙ୍କ ଲୋକ ସିଦ୍ଧ ହୋଇ ସମସ୍ତ ଉତ୍ତମ କାର୍ଯ୍ୟ ନିମନ୍ତେ ସୁସଜ୍ଜିତ ହୁଏ। BSB BSB: so that the man of God may be complete, fully equipped for every good work.
Select verses for actions: Enter goes to them and Escape comes back.