2 ULB ଆଉ, ପ୍ରବଳ ବେଗରେ ବହୁଥିବା ପ୍ରଚଣ୍ଡ ପବନର ଶବ୍ଦ ତୁଲ୍ୟ ଗୋଟିଏ ଶବ୍ଦ ହଠାତ୍ ଆକାଶରୁ ଆସି, ଯେଉଁ ଗୃହରେ ସେମାନେ ବସିଥିଲେ, ସେହି ଗୃହର ଚାରିଆଡ଼େ ବ୍ୟାପିଗଲା, BSB BSB: Suddenly a sound like a mighty rushing wind came from heaven and filled the whole house where they were sitting.
3 ULB ଆଉ ନିଆଁ ଭଳି ଜିହ୍ୱାଗୁଡ଼ିକ ସେମାନଙ୍କ ଦୃଷ୍ଟିଗୋଚର ହୋଇ ଗୋଟି ଗୋଟି କରି ସେମାନଙ୍କ ପ୍ରତ୍ୟେକ ଜଣଙ୍କ ଉପରକୁ ଉହ୍ଲାଇ ଆସିଲା। BSB BSB: They saw tongues like flames of fire that separated and came to rest on each of them.
4 ULB ସେଥିରେ ସମସ୍ତେ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ହେଲେ, ପୁଣି, ଆତ୍ମା ସେମାନଙ୍କୁ ଯେପରି କହିବାକୁ ଶକ୍ତି ଦେଲେ, ତଦନୁସାରେ ସେମାନେ ଅନ୍ୟାନ୍ୟ ଭାଷାରେ କଥା କହିବାକୁ ଲାଗିଲେ। BSB BSB: And they were all filled with the Holy Spirit and began to speak in other tongues as the Spirit enabled them.
5 ULB ଏହି ସମୟରେ ପେଣ୍ଟିକଷ୍ଟ ପର୍ବ ପାଳନ ଉଦ୍ଦେଶ୍ୟରେ ଆକାଶ ତଳେ ଥିବା ପ୍ରତ୍ୟେକ ଜାତିରୁ ଭକ୍ତ ଯିହୂଦୀମାନେ ଆସି ଯିରୂୂଶାଲମରେ ବାସ କରୁଥିଲେ। BSB BSB: Now there were dwelling in Jerusalem God-fearing Jews from every nation under heaven.
7 ULB ପୁଣି, ସେମାନେ ଆଚମ୍ବିତ ଓ ଚମତ୍କୃତ ହୋଇ କହିବାକୁ ଲାଗିଲେ, ଦେଖ,ଏହି ଯେଉଁ ଲୋକମାନେ କଥା କହୁଛନ୍ତି, ସେମାନେ ସମସ୍ତେ କ'ଣ ଗାଲିଲୀୟ ନୁହଁନ୍ତି? BSB BSB: Astounded and amazed, they asked, “Are not all these who are speaking Galileans?
8 ULB ତେବେ, ଆମ୍ଭେମାନେ କିପରି ପ୍ରତ୍ୟେକ ଜଣ ଆପଣା ଆପଣା ଜନ୍ମଭୂମିର ଭାଷାରେ କଥା ଶୁଣୁଅଛୁ? BSB BSB: How is it then that each of us hears them in his own native language?
9 ULB ପାର୍ଥୀୟ, ମାଦୀୟ ଓ ଏଲାମୀୟ, ପୁଣି, ମେସପଟାମିଆ, ଯିହୂଦା ଦେଶ ଓ କାପ୍ପାଦକିଆ, ପନ୍ତ ଓ ଆସିଆ, BSB BSB: Parthians, Medes, and Elamites; residents of Mesopotamia, Judea and Cappadocia, Pontus and Asia,
10 ULB ଫ୍ରୁଗିଆ ଓ ଫଫୂଲିଆ, ମିସର ଓ କୂରୀଣୀ ନିକଟବର୍ତ୍ତୀ ଲିବିଆ ଅଞ୍ଚଳ ନିବାସୀ ଏବଂ ରୋମରୁ ଆସିଥିବା ଯିହୂଦୀ ଓ ଯିହୂଦୀ ଧର୍ମାବଲମ୍ବୀ ପ୍ରବାସୀ, BSB BSB: Phrygia and Pamphylia, Egypt and the parts of Libya near Cyrene; visitors from Rome,
12 ULB ଆଉ, ସମସ୍ତେ ଆଚମ୍ବିତ ଓ ଅବାକ୍ ହୋଇ ପରସ୍ପର କହିବାକୁ ଲାଗିଲେ,ଏହାର ଅର୍ଥ କ'ଣ? BSB BSB: Astounded and perplexed, they asked one another, “What does this mean?”
13 ULB କିନ୍ତୁ ଅନ୍ୟମାନେ ପରିହାସ କରି କହିଲେ, ଏମାନେ ନୂତନ ଦ୍ରାକ୍ଷାରସରେ ମତ୍ତ ହୋଇଅଛନ୍ତି। BSB BSB: But others mocked them and said, “They are drunk on new wine!”
14 ULB କିନ୍ତୁ ପିତର ଏଗାରଜଣଙ୍କ ସହିତ ଠିଆ ହୋଇ ଉଚ୍ଚ ସ୍ଵରରେ ସେମାନଙ୍କ ନିକଟରେ ବକ୍ତୃତା ଦେଇ କହିଲେ, ହେ ଯିହୂଦୀ ଲୋକେ, ଓ ଯିରୂଶାଲମ ନିବାସୀ ସମସ୍ତେ, ଆପଣମାନେ ଏହା ଜାଣନ୍ତୁ ଓ ମୋହର କଥା ଶୁଣନ୍ତୁ। BSB BSB: Then Peter stood up with the Eleven, lifted up his voice, and addressed the crowd: “Men of Judea and all who dwell in Jerusalem, let this be known to you, and listen carefully to my words.
15 ULB କାରଣ ଆପଣମାନେ ଯେପରି ମନେ କରୁଅଛନ୍ତି,ଏମାନେ ସେପରି ମାତାଲ ନୁହଁନ୍ତି, ଯେଣୁ ବର୍ତ୍ତମାନ ସମୟ ସକାଳ ନଅ ଘଣ୍ଟା ମାତ୍ର। BSB BSB: These men are not drunk, as you suppose. It is only the third hour of the day!
17 ULB ଈଶ୍ୱର କହନ୍ତି, ଶେଷକାଳରେ ଏପରି ଘଟିବ ଯେ, ଅାମ୍ଭେ ସମସ୍ତ ମର୍ତ୍ତ୍ୟ ଉପରେ ଆପଣା ଆତ୍ମା ବୃଷ୍ଟି କରିବା, ସେଥିରେ ତୁମ୍ଭମାନଙ୍କ ପୁତ୍ରକନ୍ୟାମାନେ ଭାବବାଣୀ କହିବେ, ଆଉ ତୁମ୍ଭମାନଙ୍କର ଯୁବାମାନେ ଦର୍ଶନ ପାଇବେ, ପୁଣି, ତୁମ୍ଭମାନଙ୍କର ପ୍ରାଚୀନମାନେ ସ୍ୱପ୍ନ ଦେଖିବେ। BSB BSB: ‘In the last days, God says, I will pour out My Spirit on all people. Your sons and daughters will prophesy, your young men will see visions, your old men will dream dreams.
18 ULB ହଁ, ସେହି କାଳରେ ଅାମ୍ଭେ ନିଜ ଦାସଦାସୀ, ଉଭୟ ପୁରୁଷ ଓ ସ୍ତ୍ରୀମାନଙ୍କ ଉପରେ ଆପଣା ଆତ୍ମା ବୃଷ୍ଟି କରିବା, ସେଥିରେ ସେମାନେ ଭାବବାଣୀ କହିବେ। BSB BSB: Even on My menservants and maidservants I will pour out My Spirit in those days, and they will prophesy.
19 ULB ଅାମ୍ଭେ ଊର୍ଦ୍ଧ୍ୱସ୍ଥ ଆକାଶରେ ନାନା ଅଦ୍ଭୂତ କର୍ମ; ପୁଣି, ଅଧଃସ୍ଥ ପୃଥିବୀରେ ନାନା ଲକ୍ଷଣ, ରକ୍ତ, ଅଗ୍ନି ଓ ନିବିଡ଼ ଧୂମ ଦେଖାଇବା। BSB BSB: I will show wonders in the heavens above and signs on the earth below, blood and fire and billows of smoke.
20 ULB ପ୍ରଭୁଙ୍କର ମହତ ଓ ପ୍ରସିଦଧ ଦିନର ଆଗମନ ପୂର୍ବରେ, ସୂର୍ଯ୍ୟ ଅନ୍ଧକାରମୟ ଓ ଚନ୍ଦ୍ର ରକ୍ତମୟ ହୋଇଯିବ। BSB BSB: The sun will be turned to darkness, and the moon to blood, before the coming of the great and glorious Day of the Lord.
21 ULB ଆଉ,ଏପରି ଘଟିବ ଯେ, ଯେ କେହି ପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବ, ସେ ପରିତ୍ରାଣ ପାଇବ। BSB BSB: And everyone who calls on the name of the Lord will be saved.’
24 ULB କିନ୍ତୁ ଈଶ୍ୱର ମୃତ୍ୟୁର ବନ୍ଧନରୁ ମୁକ୍ତ କରି ତାହାଙ୍କୁ ଉଠାଇଅଛନ୍ତି, କାରଣ ସେ ଯେ ମୃତ୍ୟୁ ଦ୍ୱାରା ଆବଦ୍ଧ ରହିବେ ତାହା ଅସମ୍ଭବ। BSB BSB: But God raised Him from the dead, releasing Him from the agony of death, because it was impossible for death to keep Him in its grip.
25 ULB ଦାଉଦ ତ ତାହାଙ୍କ ବିଷୟରେ କହନ୍ତି, ମୁଁ ସର୍ବଦା ମୋହର ସମ୍ମୁଖରେ ପ୍ରଭୁଙ୍କୁ ଦର୍ଶନ କରୁଥିଲି, କାରଣ ମୁଁ ଯେପରି ବିଚଳିତ ନ ହୁଏ, ସେଥିପାଇଁ ସେ ମୋହର ଦକ୍ଷିଣ ପାର୍ଶ୍ୱରେ ଅଛନ୍ତି। BSB BSB: David says about Him: ‘I saw the Lord always before me; because He is at my right hand, I will not be shaken.
26 ULB ତେଣୁ ମୋହର ହୃଦୟ ପ୍ରଫୁଲ୍ଲ ଓ ମୋହର ଜିହ୍ୱା ଉଲ୍ଲସିତ ହେଲା, ଆହୁରି ମୋହର ଶରୀର ମଧ୍ୟ ଭରସାରେ ବାସ କରିବ, BSB BSB: Therefore my heart is glad and my tongue rejoices; my body also will dwell in hope,
27 ULB କାରଣ ତୁମ୍ଭେ ମୋହର ପ୍ରାଣକୁ ପାତାଳରେ ପରିତ୍ୟାଗ କରିବ ନାହିଁ, କିଅବା ଆପଣା ପବିତ୍ର ଜଣକୁ କ୍ଷୟ ପାଇବାକୁ ଦେବ ନାହିଁ। BSB BSB: because You will not abandon my soul to Hades, nor will You let Your Holy One see decay.
28 ULB ତୁମ୍ଭେ ମୋତେ ଜୀବନର ପଥ ଜ୍ଞାତ କରାଇଅଛ, ତୁମ୍ଭେ ଆପଣା ଛାମୁରେ ମୋତେ ଆନନ୍ଦରେ ପୂର୍ଣ୍ଣ କରିବ। BSB BSB: You have made known to me the paths of life; You will fill me with joy in Your presence.’
29 ULB ହେ ଭାଇମାନେ, ପିତୃକୁଳପତି ଦାଉଦଙ୍କ ବିଷୟରେ ମୁଁ ଆପଣମାନଙ୍କୁ ମୁକ୍ତ କଣ୍ଠରେ କହିପାରେ ଯେ, ସେ ମଲେ, ପୁଣି, ସମାଧିପ୍ରାପ୍ତ ହେଲେ, ଆଉ ତାଙ୍କର ସମାଧି ଆଜି ପର୍ଯ୍ୟନ୍ତ ଆମ୍ଭମାନଙ୍କ ମଧ୍ୟରେ ଅଛି। BSB BSB: Brothers, I can tell you with confidence that the patriarch David died and was buried, and his tomb is with us to this day.
30 ULB ରାଜା ଦାଉଦ ଜଣେ ଭାବବାଦୀ ଭାବରେ ତାହାଙ୍କର ଔରସଜାତ ଜଣଙ୍କୁ ତାଙ୍କ ସିଂହାସନରେ ରାଜା କରି ବସାଇବା ପାଇଁ ପରମେଶ୍ୱର ତାକୁ ପ୍ରତିଜ୍ଞା କରିଥିଲେ ବୋଲି ଜାଣିଥିଲେ। BSB BSB: But he was a prophet and knew that God had promised him on oath that He would place one of his descendants on his throne.
31 ULB ଏହା ଜାଣିବାରୁ ସେ ଭବିଷ୍ୟଦ ଦର୍ଶନ ଦ୍ୱାରା ଖ୍ରୀଷ୍ଟଙ୍କର ପୁନରୁତ୍ଥାନ ବିଷୟରେ କହିଥିଲେ, କାରଣ ସେ ପାତାଳରେ ପରିତ୍ୟକ୍ତ ହେଲେ ନାହିଁ, କିଅବା ତାହାଙ୍କ ଶରୀର କ୍ଷୟ ପାଇଲା ନାହିଁ। BSB BSB: Foreseeing this, David spoke about the resurrection of the Christ, that He was not abandoned to Hades, nor did His body see decay.
32 ULB ଏହି ଯୀଶୁଙ୍କୁ ଈଶ୍ୱର ଉଠାଇଅଛନ୍ତି, ସେହି ବିଷୟରେ ଅମ୍ଭେମାନେ ସମସ୍ତେ ସାକ୍ଷୀ। BSB BSB: God has raised this Jesus to life, to which we are all witnesses.
33 ULB ଅତଏବ, ଈଶ୍ୱର ଯୀଶୁଙ୍କୁ ଉନ୍ନତ କରି ତାହାଙ୍କ ଦକ୍ଷିଣ ପାର୍ଶ୍ୱରେ ବସାଇ ତାହାଙ୍କ ସହିତ ରାଜତ୍ୱ କରିବାକୁ ଅଧିକାର ଦେଲେ, ଏବଂ ସେ ଆମ୍ଭମାନଙ୍କୁ ପବିତ୍ର ଆତ୍ମାଙ୍କୁ ଦେଲେ ଯାହାଙ୍କୁ ଆପଣମାନେ ଦେଖୁଅଛନ୍ତି ଓ ଶୁଣୁଅଛନ୍ତି। BSB BSB: Exalted, then, to the right hand of God, He has received from the Father the promised Holy Spirit and has poured out what you now see and hear.
34 ULB କାରଣ ଦାଉଦ ସ୍ୱର୍ଗାରୋହଣ କରି ନ ଥିଲେ, କିନ୍ତୁ ସେ ନିଜେ କହନ୍ତି, ପ୍ରଭୁ ମୋହର ପ୍ରଭୁଙ୍କୁ କହିଲେ, BSB BSB: For David did not ascend into heaven, but he himself says: ‘The Lord said to my Lord, “Sit at My right hand
35 ULB ଅାମ୍ଭେ ଯେପର୍ଯ୍ୟନ୍ତ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭର ପାଦପୀଠ କରି ନାହୁଁ, ସେପର୍ଯ୍ୟନ୍ତ "ଆମ୍ଭର ଦକ୍ଷିଣରେ ବସିଥାଅ"। BSB BSB: until I make Your enemies a footstool for Your feet.”’
36 ULB ଅତଏବ, ସମସ୍ତ ଇସ୍ରାଏଲକୂଳ ନିଶ୍ଚୟ ଜାଣନ୍ତୁ ଯେ, ଯେଉଁ ଯୀଶୁଙ୍କୁ ଆପଣମାନ କ୍ରୁଶରେ ବଧ କଲେ, ତାହାଙ୍କୁ ଈଶ୍ୱର, ପ୍ରଭୁ ଓ ଖ୍ରୀଷ୍ଟ ଉଭୟ ପଦରେ ନିଯୁକ୍ତ କରିଅଛନ୍ତି। BSB BSB: Therefore let all Israel know with certainty that God has made this Jesus, whom you crucified, both Lord and Christ!”
37 ULB ଏହି କଥା ଶୁଣି ସେମାନଙ୍କର ହୃଦୟ ବିଦୀର୍ଣ୍ଣ ହୋଇଗଲା, ପୁଣି, ସେମାନେ ପିତର ଓ ଅବଶିଷ୍ଟ ପ୍ରେରିତମାନଙ୍କୁ କହିଲେ,ଭାଇମାନେ, ଆମ୍ଭେମାନେ କ'ଣ କରିବା? BSB BSB: When the people heard this, they were cut to the heart and asked Peter and the other apostles, “Brothers, what shall we do?”
38 ULB ସେଥିରେ ପିତର ସେମାନଙ୍କୁ କହିଲେ, ଆପଣମାନେ ମନ ପରିବର୍ତ୍ତନ କରନ୍ତୁ, ଆଉ ନିଜ ନିଜ ପାପ କ୍ଷମା ନିମନ୍ତେ ପ୍ରତ୍ୟେକ ଜଣ ଯୀଶୁଖ୍ରୀଷ୍ଟଙ୍କ ନାମରେ ବାପ୍ତିଜିତ ହେଉନ୍ତୁ; ତାହାହେଲେ ଆପଣମାନେ ପବିତ୍ର ଆତ୍ମାଙ୍କର ଦାନ ପ୍ରାପ୍ତ ହେବେ। BSB BSB: Peter replied, “Repent and be baptized, every one of you, in the name of Jesus Christ for the forgiveness of your sins, and you will receive the gift of the Holy Spirit.
39 ULB କାରଣ ଏହି ପ୍ରତିଜ୍ଞା ଆପଣମାନଙ୍କ ନିମନ୍ତେ, ଆପଣମାନଙ୍କର ସନ୍ତାନସନ୍ତତିମାନଙ୍କ ନିମନ୍ତେ, ପୁଣି, ଦୂରବର୍ତ୍ତୀ ଯେତେ ଲୋକଙ୍କୁ ପ୍ରଭୁ ଆମ୍ଭମାନଙ୍କ ଈଶ୍ୱର ଆପଣା ନିକଟକୁ ଡାକିବେ, ସେହି ସମସ୍ତଙ୍କ ନିମନ୍ତେ ଅଟେ। BSB BSB: This promise belongs to you and your children and to all who are far off—to all whom the Lord our God will call to Himself.”
40 ULB ପୁଣି, ଅନ୍ୟାନ୍ୟ ଅନେକ କଥା ଦ୍ୱାରା ସେ ସାକ୍ଷ୍ୟ ଦେବାକୁ ଲାଗିଲେ ଓ ସେମାନଙ୍କୁ ଉପଦେଶ ଦେଇ କହିଲେ, "ଏହି କୁଟିଳ ବଂଶଠାରୁ ଆପଣମାନେ ରକ୍ଷା ପ୍ରାପ୍ତ ହେଉନ୍ତୁ"। BSB BSB: With many other words he testified, and he urged them, “Be saved from this corrupt generation.”
41 ULB ସେଥିରେ ଯେଉଁମାନେ ତାହାଙ୍କ ବାକ୍ୟ ଗ୍ରହଣ କଲେ, ସେମାନେ ବାପ୍ତିଜିତ ହେଲେ, ଆଉ ସେହି ଦିନ ପ୍ରାୟ ତିନି ସହସ୍ର ଲୋକ ମଣ୍ଡଳୀ ସହିତ ସଂଯୁକ୍ତ ହେଲେ। BSB BSB: Those who embraced his message were baptized, and about three thousand were added to the believers that day.
43 ULB ଆଉ, ଲୋକ ସମସ୍ତେ ଭୀତ ହେବାକୁ ଲାଗିଲେ; ପ୍ରେରିତମାନଙ୍କ ଦ୍ୱାରା ମଧ୍ୟ ଅନେକ ଅଦ୍ଭୁତ କର୍ମ ଓ ଲକ୍ଷଣ ସାଧିତ ହେବାକୁ ଲାଗିଲା। BSB BSB: A sense of awe came over everyone, and the apostles performed many wonders and signs.
44 ULB ମାତ୍ର ଯେଉଁମାନେ ବିଶ୍ୱାସ କଲେ, ସେମାନେ ସମସ୍ତେ ଏକତ୍ର ରହି ସବୁ ପଦାର୍ଥ ସାଧାରଣ ସମ୍ପତ୍ତି ବୋଲି ଜ୍ଞାନ କରୁଥିଲେ। BSB BSB: All the believers were together and had everything in common.
45 ULB ପୁଣି, ସେମାନେ ଆପଣା ଆପଣା ସ୍ଥାବର ଅସ୍ଥାବର ସମ୍ପତ୍ତି ବିକ୍ରୟ କରି, ଯାହାର ଯେପରି ପ୍ରୟୋଜନ ସେହି ଅନୁସାରେ ସମସ୍ତଙ୍କୁ ବାଣ୍ଟିଦେବାକୁ ଲାଗିଲେ। BSB BSB: Selling their possessions and goods, they shared with anyone who was in need.
46 ULB ଆଉ, ସେମାନେ ଏକଚିତ୍ତ ହୋଇ ପ୍ରତିଦିନ ମନ୍ଦିରରେ ସମବେତ ହୋଇ ରହୁଥିଲେ ଓ ଘରେ ଘରେ ରୁଟି ଭାଙ୍ଗି ଆନନ୍ଦରେ ଓ ସରଳ ହୃଦୟରେ ଭୋଜନପାନ କରି ଈଶ୍ୱରଙ୍କ ପ୍ରଶଂସା କରୁଥିଲେ। BSB BSB: With one accord they continued to meet daily in the temple courts and to break bread from house to house, sharing their meals with gladness and sincerity of heart,
47 ULB ଏବଂ ସମସ୍ତ ଲୋକଙ୍କର ପ୍ରିୟପାତ୍ର ହେଉଥିଲେ ପୁଣି, ପ୍ରଭୁ, ପରିତ୍ରାଣ ପ୍ରାପ୍ତ ହେଉଥିବା ଲୋକଙ୍କୁ ପ୍ରତିଦିନ ମଣ୍ଡଳୀ ସହିତ ସଂଯୁକ୍ତ କରିବାକୁ ଲାଗିଲେ। BSB BSB: praising God and enjoying the favor of all the people. And the Lord added to their number daily those who were being saved.
Select verses for actions: Enter goes to them and Escape comes back.