1 ULB ସେମାନଙ୍କଠାରୁ ବିଦାୟ ନେଇ ଆମ୍ଭେମାନେ ଜାହାଜରେ ଚଢ଼ି ସିଧା ବାଟରେ କୋସ୍କୁ ଆସିଲୁ, ପରଦିନ ରୋଦାକୁ, ପୁଣି, ସେ ସ୍ଥାନରୁ ପାତାରା କୁ ଆସିଲୁ। BSB BSB: After we had torn ourselves away from them, we sailed directly to Cos, and the next day on to Rhodes, and from there to Patara.
2 ULB ସେଠାରେ ଆମ୍ଭେମାନେ ଫୈନୀକିଆକୁ ପାର ହୋଇ ଯାଉଥିବା ଗୋଟିଏ ଜାହାଜ ପାଇ ସେଥିରେ ଚଢ଼ି ଯାତ୍ରା କଲୁ। BSB BSB: Finding a ship crossing over to Phoenicia, we boarded it and set sail.
3 ULB ପରେ କୁପ୍ର ଦେଖିବା ମାତ୍ରେ ଆମ୍ଭେମାନେ ବାମ ପାଖ ଛାଡ଼ି ସିରିୟାକୁ ଯାତ୍ରା କରି ସୋରରେ ଉପସ୍ଥିତ ହେଲୁ, କାରଣ ସେଠାରେ ଜାହାଜରୁ ମାଲପତ୍ର ଖଲାସ କରିବାର ଥିଲା। BSB BSB: After sighting Cyprus and passing south of it, we sailed on to Syria and landed at Tyre, where the ship was to unload its cargo.
4 ULB ସେଠାରେ ଶିଷ୍ୟମାନଙ୍କୁ ଖୋଜି, ସେମାନଙ୍କ ସାକ୍ଷାତ ପାଇ ସାତ ଦିନ ରହିଲୁ; ପୁଣି, ଯେପରି ପାଉଲ ଯିରୂଶାଲମରେ ପଦାର୍ପଣ ନ କରନ୍ତି, ଏଥିପାଇଁ ସେମାନେ ଆତ୍ମାଙ୍କ ଦ୍ୱାରା ତାହାଙ୍କୁ କହିଲେ। BSB BSB: We sought out the disciples in Tyre and stayed with them seven days. Through the Spirit they kept telling Paul not to go up to Jerusalem.
5 ULB ଆମ୍ଭେମାନେ ସାତ ଦିନ ରହିଲା ଉତ୍ତାରେ, ସେହି ସ୍ଥାନରୁ ଯାତ୍ରା କଲୁ, ପୁଣି, ସେମାନେ ସମସ୍ତେ ସ୍ତ୍ରୀ ଓ ପିଲାପିଲିଙ୍କ ସହିତ ଆମ୍ଭମାନଙ୍କୁ ନଗରର ବାହାର ପର୍ଯ୍ୟନ୍ତ ଛାଡ଼ିବା ନିମନ୍ତେ ଆସିଲେ, BSB BSB: But when our time there had ended, we set out on our journey. All the disciples, with their wives and children, accompanied us out of the city and knelt down on the beach to pray with us.
6 ULB ଆଉ ଆମ୍ଭେମାନେ ସମୁଦ୍ରକୂଳରେ ଆଣ୍ଠୁପାତି ପ୍ରାର୍ଥନା କଲୁ, ପୁଣି, ପରସ୍ପରଠାରୁ ବିଦାୟ ନେଲୁ; ପରେ ଆମ୍ଭେମାନେ ଜାହାଜରେ ଚଢ଼ିଲୁ, ଆଉ ସେମାନେ ଘରକୁ ବାହୁଡ଼ିଗଲେ। BSB BSB: And after we had said our farewells, we went aboard the ship, and they returned home.
7 ULB ସୋରରୁ ଆମ୍ଭେମାନେ ଜଳଯାତ୍ରା ଶେଷ କରି ପତଲମାଇରେ ପହଞ୍ଚିଥିଲୁ ଓ ଭାଇମାନଙ୍କୁ ନମସ୍କାର କରି, ଗୋଟିଏ ଦିନ ସେମାନଙ୍କ ସହିତ ରହିଲୁ। BSB BSB: When we had finished our voyage from Tyre, we landed at Ptolemais, where we greeted the brothers and stayed with them for a day.
8 ULB ପରଦିନ ଆମ୍ଭେମାନେ କାଇସରିୟାକୁ ପ୍ରସ୍ଥାନ କଲୁ। ଆଉ ସାତ ଜଣଙ୍କ ମଧ୍ୟରେ ଅନ୍ତର୍ଗତ, ସୁସମାଚାର ପ୍ରଚାରକ ଫିଲିପ୍ପଙ୍କ ଗୃହରେ ପ୍ରବେଶ କରି ତାହାଙ୍କ ସାଙ୍ଗରେ ରହିଲୁ। BSB BSB: Leaving the next day, we went on to Caesarea and stayed at the home of Philip the evangelist, who was one of the Seven.
9 ULB ତାହାଙ୍କର ଚାରି ଜଣ କୁମାରୀ କନ୍ୟା, ଭାବବାଦିନୀ ଥିଲେ। BSB BSB: He had four unmarried daughters who prophesied.
10 ULB ଆମ୍ଭେମାନେ ସେହି ସ୍ଥାନରେ ଅନେକ ଦିନ ରହିଲା ପରେ ଆଗାବ ନାମକ ଜଣେ ଭାବବାଦୀ ଯିହୂଦା ପ୍ରଦେଶରୁ ଆସିଲେ। BSB BSB: After we had been there several days, a prophet named Agabus came down from Judea.
11 ULB ସେ ପାଉଲଙ୍କ କଟି ବନ୍ଧନ ଘେନି ଆପଣା ହସ୍ତପାଦ ବନ୍ଧନ କରି ସେ ଆମ୍ଭମାନଙ୍କ ନିକଟକୁ ଆସି କହିଲେ, ପବିତ୍ର ଆତ୍ମା ଏହା କହନ୍ତି, ଏହି କଟିବନ୍ଧନର ଅଧିକାରୀଙ୍କୁ ଯିରୂଶାଲମ ନିବାସୀ ଯିହୂଦୀମାନେ ଏହିପରି ବାନ୍ଧି ଅଣଯିହୂଦୀମାନଙ୍କ ହସ୍ତରେ ସମର୍ପଣ କରିବେ। BSB BSB: Coming over to us, he took Paul’s belt, bound his own feet and hands, and said, “The Holy Spirit says: ‘In this way the Jews of Jerusalem will bind the owner of this belt and hand him over to the Gentiles.’”
12 ULB ଏହି ସମସ୍ତ କଥା ଶୁଣି ଆମ୍ଭେମାନେ ଓ ସେହି ସ୍ଥାନର ଲୋକମାନେ ତାହାଙ୍କୁ ଯିରୂଶାଲମକୁ ନ ଯିବା ପାଇଁ ବିନତି କଲୁ। BSB BSB: When we heard this, we and the people there pleaded with Paul not to go up to Jerusalem.
13 ULB ପାଉଲ ସେଥିରେ ଉତ୍ତର ଦେଲେ, ତୁମ୍ଭେମାନେ କ୍ରନ୍ଦନ କରି ଓ ମୋହର ହୃଦୟକୁ ବିଦୀର୍ଣ୍ଣ କରି କ'ଣ କରୁଅଛ? କାରଣ ମୁଁ ପ୍ରଭୁ ଯୀଶୁଙ୍କ ନାମ ନିମନ୍ତେ ଯିରୂଶାଲମରେ କେବଳ ବନ୍ଧା ହେବାକୁ ପ୍ରସ୍ତୁତ, ତାହା ନୁହେଁ, ମାତ୍ର ମରିବାକୁ ସୁଦ୍ଧା ପ୍ରସ୍ତୁତ ଅଛି। BSB BSB: Then Paul answered, “Why are you weeping and breaking my heart? I am ready not only to be bound, but also to die in Jerusalem for the name of the Lord Jesus.”
14 ULB ସେ ନ ମାନିବାରୁ ଆମ୍ଭେମାନେ କ୍ଷାନ୍ତ ହୋଇ କହିଲୁ, ପ୍ରଭୁଙ୍କର ଇଚ୍ଛା ସଫଳ ହେଉ। BSB BSB: When he would not be dissuaded, we quieted down and said, “The Lord’s will be done.”
15 ULB ଆମ୍ଭେମାନେ ଏହି ସମସ୍ତ ଦିନ ଉତ୍ତାରେ ଜିନିଷପତ୍ର ନେଇ ଯିରୂଶାଲମକୁ ଯାତ୍ରା କଲୁ। BSB BSB: After these days, we packed up and went on to Jerusalem.
16 ULB ପୁଣି, ଆମ୍ଭମାନଙ୍କ ସାଙ୍ଗରେ କାଇସରିୟାରୁ ମଧ୍ୟ କେତେକ ଜଣ ଶିଷ୍ୟ ଗଲେ; ସେମାନେ କୁପ୍ରର ମନାସୋନ ନାମକ ଜଣେ ପୁରୁଣା ଶିଷ୍ୟଙ୍କୁ ସାଙ୍ଗରେ ଆଣିଲେ,ତାହାଙ୍କ ଘରେ ଆମ୍ଭମାନଙ୍କର ରହିବାର ଥିଲା। BSB BSB: Some of the disciples from Caesarea accompanied us, and they took us to stay at the home of Mnason the Cypriot, an early disciple.
17 ULB ଆମ୍ଭେମାନେ ଯିରୂଶାଲମରେ ପହଞ୍ଚନ୍ତେ ଆମ୍ଭମାନଙ୍କୁ ଭାଇମାନେ ଆନନ୍ଦରେ ଗ୍ରହଣ କଲେ। BSB BSB: When we arrived in Jerusalem, the brothers welcomed us joyfully.
18 ULB ତହିଁ ଆରଦିନ ପାଉଲ ଆମ୍ଭମାନଙ୍କ ସହିତ ଯାକୁବଙ୍କ ଗୃହକୁ ଗଲେ, ଆଉ ସେ ସ୍ଥାନରେ ସମସ୍ତ ପ୍ରାଚୀନ ଉପସ୍ଥିତ ହେଲେ। BSB BSB: The next day Paul went in with us to see James, and all the elders were present.
19 ULB ସେ ସେମାନଙ୍କୁ ନମସ୍କାର କଲା ଉତ୍ତାରେ, ଈଶ୍ୱର ଅଣଯିହୂଦୀମାନଙ୍କ ମଧ୍ୟରେ ଯେଉଁ ସବୁ କାର୍ଯ୍ୟ ତାହାଙ୍କ ସେବା ଦ୍ୱାରା ସାଧନ କରିଥିଲେ, ଗୋଟି ଗୋଟି କରି ସେହି ସବୁ ସେମାନଙ୍କ ନିକଟରେ ବର୍ଣ୍ଣନା କଲେ। BSB BSB: Paul greeted them and recounted one by one the things that God had done among the Gentiles through his ministry.
20 ULB ସେମାନେ ତାହା ଶୁଣି ଈଶ୍ୱରଙ୍କ ମହିମା ଗୁଣାନୁବାଦ କରିବାକୁ ଲାଗିଲେ, ପୁଣି, ତାହାଙ୍କୁ କହିଲେ, ହେ ଭାଇ, ଯିହୂଦୀମାନଙ୍କ ମଧ୍ୟରେ ଯେ କେତେ ସହସ୍ର ବିଶ୍ୱାସ କରିଅଛନ୍ତି, ଏହା ତୁମ୍ଭେ ଦେଖୁଅଛ, ସେ ସମସ୍ତେ ମୋଶାଙ୍କ ବ୍ୟବସ୍ଥା ପକ୍ଷରେ ଉଦ୍ଯୋଗୀ। BSB BSB: When they heard this, they glorified God. Then they said to Paul, “You see, brother, how many thousands of Jews have believed, and all of them are zealous for the law. 21 ULB ପୁଣି, ଅଣଯିହୂଦୀମାନଙ୍କ ମଧ୍ୟରେ ବାସକାରୀ ସମସ୍ତ ଯିହୂଦୀଙ୍କ ନିଜ ନିଜ ଶିଶୁମାନଙ୍କୁ ସୁନ୍ନତ ନ କରିବାକୁ ଓ ବିଧିବିଧାନ ଅନୁସାରେ ନ ଚଳିବାକୁ କହି, ମୋଶାଙ୍କ ବ୍ୟବସ୍ଥା ପରିତ୍ୟାଗ କରିବା ନିମନ୍ତେ ତୁମ୍ଭେ ଯେ ସେମାନଙ୍କୁ ଶିକ୍ଷା ଦେଇଥାଅ, ତୁମ୍ଭ ବିଷୟରେ ଏହି ସମ୍ବାଦ ସେମାନେ ଦେଇଅଛନ୍ତି। BSB BSB: But they are under the impression that you teach all the Jews who live among the Gentiles to forsake Moses, telling them not to circumcise their children or observe our customs.
22 ULB ତେବେ କ'ଣ କରାଯାଏ? ତୁମ୍ଭେ ଆସିଅଛ ବୋଲି ସେମାନେ ଅବଶ୍ୟ ଶୁଣିବେ। BSB BSB: What then should we do? They will certainly hear that you have come.
23 ULB ଏଣୁ ଆମ୍ଭେମାନେ ତୁମ୍ଭଙ୍କୁ ଯାହା କହୁଅଛୁ, ତାହା କର। ଆମ୍ଭମାନଙ୍କ ପାଖରେ ଚାରି ଜଣ ଲୋକ ଅଛନ୍ତି, ସେମାନେ ଗୋଟିଏ ବ୍ରତ ନେଇଅଛନ୍ତି; BSB BSB: Therefore do what we advise you. There are four men with us who have taken a vow.
24 ULB ସେମାନଙ୍କୁ ନେଇ ସେମାନଙ୍କ ସହିତ ଆପଣାକୁ ଶୁଚି କର, ଆଉ ସେମାନଙ୍କ ମସ୍ତକ ମୁଣ୍ଡନର ବ୍ୟୟ ଭାର ବହନ କର,ତାହାହେଲେ ସେମାନେ ତୁମ୍ଭ ବିଷୟରେ ଯେଉଁ ସବୁ ସମ୍ବାଦ ପାଇଅଛନ୍ତି, ସେଥିରେ ଯେ କିଛି ସତ୍ୟ ନାହିଁ, ବରଂ ତୁମ୍ଭେ ଯେ ନିଜେ ସୁଦ୍ଧା ମୋଶାଙ୍କ ବ୍ୟବସ୍ଥା ପାଳନ କରି ଆଚରଣ କରୁଅଛ, ଏହା ସମସ୍ତେ ଜାଣିବେ। BSB BSB: Take these men, purify yourself along with them, and pay their expenses so they can have their heads shaved. Then everyone will know that there is no truth to these rumors about you, but that you also live in obedience to the law.
25 ULB କିନ୍ତୁ ଯେଉଁ ଅଣଯିହୂଦୀମାନେ ବିଶ୍ୱାସ କରିଅଛନ୍ତି, ସେମାନଙ୍କ ସମ୍ବନ୍ଧରେ ପ୍ରତିମା ନିକଟରେ ଉତ୍ସର୍ଗୀକୃତ ଜିନିଷ, ରକ୍ତ, ଶ୍ୱାସରୋଧ ଦ୍ୱାରା ମୃତ ପ୍ରାଣୀର ମାଂସ ଆଉ ପରଦାରଠାରୁ ନିଜ ନିଜକୁ ଦୂରେଇ ରଖିବା ଯେ ଉଚିତ, ଆମ୍ଭେମାନେ ଏହା ବିଚାର କରି ଲେଖି ଅଛୁ। BSB BSB: As for the Gentile believers, we have written to them our decision that they must abstain from food sacrificed to idols, from blood, from the meat of strangled animals, and from sexual immorality.”
26 ULB ପାଉଲ ସେଥିରେ ସେହି ଲୋକମାନଙ୍କୁ ନେଇ ପରଦିନ ସେମାନଙ୍କ ସହିତ ଆପଣାକୁ ଶୁଚି କରି ମନ୍ଦିର ଭିତରେ ପ୍ରବେଶ କଲେ, ପୁଣି, ସେମାନଙ୍କ ପ୍ରତ୍ୟେକଙ୍କ ନିମନ୍ତେ ନୈବେଦ୍ୟ ଉତ୍ସର୍ଗ ହେବା ପର୍ଯ୍ୟନ୍ତ ଶୌଚକର୍ମରେ କେତେ ଦିନ ଲାଗିବ, ତାହା ଜଣାଇ ଦେଲେ। BSB BSB: So the next day Paul took the men and purified himself along with them. Then he entered the temple to give notice of the date when their purification would be complete and the offering would be made for each of them.
27 ULB ସେହି ସାତ ଦିନ ପ୍ରାୟ ସମ୍ପୂର୍ଣ୍ଣ ହୁଅନ୍ତେ, ଆସିଆର ଯିହୂଦୀମାନେ ମନ୍ଦିରରେ ତାହାଙ୍କୁ ଦେଖି ଲୋକସମୂହକୁ ଉତ୍ତେଜିତ କଲେ, ପୁଣି, ତାହାଙ୍କୁ ଧରି ଚିତ୍କାର କରିବାକୁ ଲାଗିଲେ, BSB BSB: When the seven days were almost over, some Jews from the province of Asia saw Paul at the temple. They stirred up the whole crowd and seized him,
29 ULB କାରଣ ପୂର୍ବେ ସେମାନେ ନଗର ମଧ୍ୟରେ ପାଉଲଙ୍କ ସାଙ୍ଗରେ ଏଫିସର ତ୍ରଫିମଙ୍କୁ ଦେଖିଥିଲେ, ଆଉ ପାଉଲ ହିଁ ତାହାଙ୍କୁ ମନ୍ଦିର ଭିତରକୁ ଆଣିଥିବେ ବୋଲି ଅନୁମାନ କରୁଥିଲେ। BSB BSB: For they had previously seen Trophimus the Ephesian with him in the city, and they assumed that Paul had brought him into the temple.
30 ULB ଏଥିରେ ନଗରସାରା ଚହଳ ପଡ଼ିଗଲା, ଲୋକମାନେ ଏକାଠି ଦୌଡ଼ିଲେ, ପୁଣି, ସେମାନେ ପାଉଲଙ୍କୁ ଧରି ମନ୍ଦିର ବାହାରକୁ ଟାଣି ଆଣିଲେ; ଆଉ ସେହିକ୍ଷଣି ଦ୍ୱାରସବୁ ବନ୍ଦ କରାଗଲା। BSB BSB: The whole city was stirred up, and the people rushed together. They seized Paul and dragged him out of the temple, and at once the gates were shut.
31 ULB ପୁଣି, ତାହାଙ୍କୁ ସେମାନେ ମାରିପକାଇବା ପାଇଁ ଚେଷ୍ଟା କରନ୍ତେ ସମସ୍ତ ଯିରୂଶାଲମ ଗଣ୍ଡଗୋଳରେ ପରିପୂର୍ଣ୍ଣ ହୋଇଅଛି ବୋଲି ସୈନ୍ୟଦଳର ସହସ୍ର ସେନାପତିଙ୍କ ନିକଟକୁ ସମ୍ବାଦ ଆସିଲା। BSB BSB: While they were trying to kill him, the commander of the Roman regiment received a report that all Jerusalem was in turmoil.
32 ULB ଏଥିରେ ସେ ସେହିକ୍ଷଣି ସୈନ୍ୟ ଓ ଶତସେନାପତିମାନଙ୍କୁ ନେଇ ସେମାନଙ୍କ ନିକଟକୁ ଦୌଡ଼ିଗଲେ। ସେମାନେ ସହସ୍ର ସେନାପତି ଓ ସୈନ୍ୟମାନଙ୍କୁ ଦେଖି ପାଉଲଙ୍କୁ ପ୍ରହାର କରିବା ବନ୍ଦ କଲେ। BSB BSB: Immediately he took some soldiers and centurions and ran down to the crowd. When the people saw the commander and the soldiers, they stopped beating Paul.
33 ULB ସେତେବେଳେ ସହସ୍ର ସେନାପତି ପାଖକୁ ଆସି ତାଙ୍କୁ ଧରି ଦୁଇଟା ଶିକୁଳିରେ ବାନ୍ଧିବା ପାଇଁ ଆଜ୍ଞା ଦେଲେ, ପୁଣି, ସେ କିଏ ଓ କ'ଣ କରିଅଛି ବୋଲି ପଚାରିଲେ। BSB BSB: The commander came up and arrested Paul, ordering that he be bound with two chains. Then he asked who he was and what he had done.
34 ULB ସେଥିରେ ଲୋକମାନଙ୍କ ମଧ୍ୟରୁ କେହି ଏକଥା, କେହି କେହି ସେ କଥା କହି ଚିତ୍କାର କରିବାକୁ ଲାଗିଲେ। ଆଉ, ସେ ଗଣ୍ଡଗୋଳର କାରଣ ନିଶ୍ଚୟରୂପେ କିଛି ଜାଣି ନ ପାରିବାରୁ, ତାଙ୍କୁ ଗଡ଼କୁ ନେଇଯିବା ପାଇଁ ଆଦେଶ ଦେଲେ। BSB BSB: Some in the crowd were shouting one thing, and some another. And since the commander could not get at the truth because of the uproar, he ordered that Paul be brought into the barracks.
35 ULB ପୁଣି, ଯେତେବେଳେ ସେ ସୋପାନ ଉପରକୁ ଆସିଲେ, ସେତେବେଳେ ଲୋକସମୂହର ଉଗ୍ରତା ହେତୁ ସୈନ୍ୟମାନଙ୍କୁ ତାଙ୍କୁ ବୋହି ନେଇଯିବାକୁ ପଡ଼ିଲା, BSB BSB: When Paul reached the steps, he had to be carried by the soldiers because of the violence of the mob.
36 ULB କାରଣ ତାଙ୍କୁ ବଧ କର ବୋଲି ଅସଂଖ୍ୟ ଲୋକ ପଛରେ ଯାଉ ଯାଉ ଚିତ୍କାର କରୁଥିଲେ। BSB BSB: For the crowd that followed him kept shouting, “Away with him!”
37 ULB ସେମାନେ ପାଉଲଙ୍କୁ ଗଡ଼ ଭିତରକୁ ନେଇଯିବା ପାଇଁ ଚେଷ୍ଟା କରିବା ସମୟରେ, ସେ ସହସ୍ର-ସେନାପତିଙ୍କୁ କହିଲେ, ମୁଁ ଆପଣଙ୍କୁ କିଛି କହିପାରେ କି? ସେଥିରେ ସେ କହିଲେ ତୁମ୍ଭେ କି ଗ୍ରୀକ୍ ଜାଣ? BSB BSB: As they were about to take Paul into the barracks, he asked the commander, “May I say something to you?” “Do you speak Greek?” he replied.
38 ULB ତେବେ, ଏଥିପୂର୍ବେ ଯେଉଁ ମିସରୀୟ ଲୋକ ବିଦ୍ରୋହ ଲଗାଇ ଚାରି ହଜାର ଡକାଇତମାନଙ୍କୁ ପ୍ରାନ୍ତରରୁ ଘେନିଯାଇଥିଲେ, ତୁମ୍ଭେ କି ସେହି ନୁହଁ? BSB BSB: “Aren’t you the Egyptian who incited a rebellion some time ago and led four thousand members of the Assassins into the wilderness?”
39 ULB ସେଥିରେ ପାଉଲ କହିଲେ, ମୁଁ ତ ଜଣେ ଯିହୂଦୀ, ତାର୍ଷ ନଗରର ଲୋକ, କିଲିକିଆର ଏକ ଅସାମାନ୍ୟ ନଗରର ନାଗରିକ; ଏହି ଲୋକମାନଙ୍କୁ କଥା କହିବା ପାଇଁ ମୋତେ ଅନୁମତି ଦେବା ନିମନ୍ତେ ମୁଁ ଆପଣଙ୍କୁ ନିବେଦନ କରୁଅଛି। BSB BSB: But Paul answered, “I am a Jew from Tarsus in Cilicia, a citizen of no ordinary city. Now I beg you to allow me to speak to the people.”
40 ULB ସେ ଅନୁମତି ଦେବାରୁ ପାଉଲ ସୋପାନରେ ଠିଆ ହୋଇ ଲୋକମାନଙ୍କୁ ହସ୍ତ ଦ୍ୱାରା ସଂକେତ କଲେ; ଆଉ ସମସ୍ତେ ନିରବ ହେଲା ଉତ୍ତାରେ ସେ ଏବ୍ରୀ ଭାଷାରେ ସେମାନଙ୍କୁ କହିବାକୁ ଲାଗିଲେ, BSB BSB: Having received permission, Paul stood on the steps and motioned to the crowd. A great hush came over the crowd, and he addressed them in Hebrew:
Select verses for actions: Enter goes to them and Escape comes back.