1 ULB ଯାଜକମାନେ, ଲେବୀୟମାନେ ଓ ଲେବୀର ସମସ୍ତ ବଂଶ ଇସ୍ରାଏଲ ସଙ୍ଗରେ କୌଣସି ଅଂଶ କି ଅଧିକାର ପାଇବେ ନାହିଁ; ସେମାନେ ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ଓ ତାହାଙ୍କର ଅଧିକୃତ ଦ୍ରବ୍ୟ ଭୋଗ କରିବେ। BSB BSB: The Levitical priests—indeed the whole tribe of Levi—shall have no portion or inheritance with Israel. They are to eat the food offerings to the LORD; that is their inheritance.
2 ULB ପୁଣି ସେମାନେ ଆପଣା ଭ୍ରାତୃଗଣ ମଧ୍ୟରେ କୌଣସି ଅଧିକାର ପାଇବେ ନାହିଁ, ସଦାପ୍ରଭୁ ସେମାନଙ୍କ ପ୍ରତି ଉକ୍ତ ଆପଣା ବାକ୍ୟାନୁସାରେ ସେମାନଙ୍କର ଅଧିକାର ଅଟନ୍ତି। BSB BSB: Although they have no inheritance among their brothers, the LORD is their inheritance, as He promised them.
3 ULB ପୁଣି ଲୋକମାନଙ୍କଠାରୁ ଯାଜକମାନଙ୍କର ପ୍ରାପ୍ତବ୍ୟ ଏହି, ଯେଉଁମାନେ ଗୋରୁ କି ମେଷ ବଳିଦାନ କରିବେ, ସେମାନେ ଯାଜକକୁ ତହିଁର ଆଗ-ଚଟୁଆ ଓ ଦୁଇ ଗାଲ ଓ ପାକସ୍ଥଳୀ ଦେବେ। BSB BSB: This shall be the priests’ share from the people who offer a sacrifice, whether a bull or a sheep: the priests are to be given the shoulder, the jowls, and the stomach.
4 ULB ତୁମ୍ଭେ ଆପଣା ଶସ୍ୟର, ଆପଣା ଦ୍ରାକ୍ଷାରସର, ଓ ଆପଣା ତୈଳର ଓ ଆପଣା ମେଷଲୋମର ଅଗ୍ରିମାଂଶ ତାହାକୁ ଦେବ। BSB BSB: You are to give them the firstfruits of your grain, new wine, and oil, and the first wool sheared from your flock.
5 ULB କାରଣ ସଦାପ୍ରଭୁଙ୍କ ନାମରେ ସେବା କରିବାକୁ ନିତ୍ୟ ଠିଆ ହେବା ନିମନ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସମସ୍ତ ବଂଶ ମଧ୍ୟରୁ ତାହାକୁ ଓ ତାହାର ସନ୍ତାନଗଣକୁ ମନୋନୀତ କରିଅଛନ୍ତି। BSB BSB: For the LORD your God has chosen Levi and his sons out of all your tribes to stand and minister in His name for all time.
6 ULB ଆଉ ସମସ୍ତ ଇସ୍ରାଏଲ ମଧ୍ୟରେ ତୁମ୍ଭର କୌଣସି ନଗରଦ୍ୱାରରେ ଯେଉଁ ଲେବୀୟ ଲୋକ ପ୍ରବାସ କରେ, ସେ ଯଦି ଆପଣା ପ୍ରାଣର ସମ୍ପୂର୍ଣ୍ଣ ବାଞ୍ଛା ସହିତ ସଦାପ୍ରଭୁଙ୍କ ମନୋନୀତ ସ୍ଥାନକୁ ଆସିବ, BSB BSB: Now if a Levite moves from any town of residence throughout Israel and comes in all earnestness to the place the LORD will choose,
7 ULB ତେବେ ସେହି ସ୍ଥାନରେ ସେ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହେବାର ଆପଣା ସମସ୍ତ ଲେବୀୟ ଭାଇମାନଙ୍କ ପରି ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନାମରେ ସେବା କରିବ। BSB BSB: then he shall serve in the name of the LORD his God like all his fellow Levites who stand there before the LORD.
8 ULB ସେ ଆପଣା ପୈତୃକ-ଅଧିକାର ବିକ୍ରୟର ମୂଲ୍ୟ ଛଡ଼ା ସେମାନଙ୍କ ସମାନ ଭୋଜନର ଅଂଶ ପାଇବ। BSB BSB: They shall eat equal portions, even though he has received money from the sale of his father’s estate.
11 ULB କି ମୋହକ, କି ଭୂତୁଡ଼ିଆ, କି ଗୁଣିଆ, କି ପ୍ରେତପରାମର୍ଶୀ ଲୋକ ତୁମ୍ଭ ମଧ୍ୟରେ ଦେଖାଯିବ ନାହିଁ। BSB BSB: casts spells, consults a medium or spiritist, or inquires of the dead.
12 ULB ଯେହେତୁ ଯେକେହି ଏପରି କର୍ମ କରେ, ସେ ସଦାପ୍ରଭୁଙ୍କର ଘୃଣାପାତ୍ର ଅଟନ୍ତି; ପୁଣି ସେହି ଘୃଣ୍ୟକର୍ମ ସକାଶୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସେମାନଙ୍କୁ ତୁମ୍ଭ ସମ୍ମୁଖରୁ ତଡ଼ି ଦେଉ ଅଛନ୍ତି। BSB BSB: For whoever does these things is detestable to the LORD. And because of these detestable things, the LORD your God is driving out the nations before you.
13 ULB ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ପ୍ରତି ତୁମ୍ଭେ ସିଦ୍ଧ ହେବ। BSB BSB: You must be blameless before the LORD your God.
14 ULB କାରଣ ଏହି ଯେଉଁ ଦେଶୀୟ ଲୋକମାନଙ୍କୁ ଅଧିକାର କରିବ, ସେମାନେ ଶୁଭାଶୁଭବାଦୀ ଓ ମନ୍ତ୍ରଜ୍ଞମାନଙ୍କ କଥା ଶୁଣନ୍ତି; ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ସେହିପରି କରିବାକୁ ଦେଇ ନାହାନ୍ତି। BSB BSB: Though these nations, which you will dispossess, listen to conjurers and diviners, the LORD your God has not permitted you to do so.
16 ULB କାରଣ ହୋରେବରେ ସମାଜ ଦିନ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟରେ ତୁମ୍ଭେ ପ୍ରାର୍ଥନା କରି କହିଥିଲ, ଆମ୍ଭେ ଯେପରି ନ ମରୁ, ଏଥିପାଇଁ ସଦାପ୍ରଭୁ ଆମ୍ଭ ପରମେଶ୍ୱରଙ୍କ ରବ ପୁନର୍ବାର ନ ଶୁଣୁ, କିଅବା ଏହି ମହା-ଅଗ୍ନି ଆଉ ନ ଦେଖୁ। BSB BSB: This is what you asked of the LORD your God at Horeb on the day of the assembly, when you said, “Let us not hear the voice of the LORD our God or see this great fire anymore, so that we will not die!”
17 ULB ତହିଁରେ ସଦାପ୍ରଭୁ ମୋତେ କହିଲେ, “ସେମାନେ ଯାହା କହିଅଛନ୍ତି, ତାହା ଭଲ କହିଅଛନ୍ତି।” BSB BSB: Then the LORD said to me, “They have spoken well.
19 ULB ପୁଣି ଆମ୍ଭ ନାମରେ ସେ ଆମ୍ଭର ଯେଉଁ ଯେଉଁ ବାକ୍ୟ କହିବେ, ତାହା ଯିଏ ଶୁଣିବ ନାହିଁ, ତାହାଠାରୁ ଆମ୍ଭେ ତହିଁର ପରିଶୋଧ ନେବା। BSB BSB: And I will hold accountable anyone who does not listen to My words that the prophet speaks in My name.
22 ULB କୌଣସି ଭବିଷ୍ୟଦ୍ବକ୍ତା ସଦାପ୍ରଭୁଙ୍କ ନାମରେ କଥା କହିଲେ, ଯେବେ ତାହା ନ ହୁଏ, ଅବା ନ ଘଟେ, ତେବେ ସେହି କଥା ସଦାପ୍ରଭୁ କହି ନାହାନ୍ତି; ସେ ଭବିଷ୍ୟଦ୍ବକ୍ତା ଦୁଃସାହସରେ ତାହା କହିଅଛି, ତୁମ୍ଭେ ତାହାକୁ ଭୟ କରିବ ନାହିଁ। BSB BSB: When a prophet speaks in the name of the LORD and the message does not come to pass or come true, that is a message the LORD has not spoken. The prophet has spoken presumptuously. Do not be afraid of him.
Select verses for actions: Enter goes to them and Escape comes back.