1 ULB କୌଣସି ପୁରୁଷ କୌଣସି ସ୍ତ୍ରୀକୁ ବିବାହ କରି ଗ୍ରହଣ କଲା ଉତ୍ତାରେ ଯେବେ ସେ ତାହାଠାରେ କୌଣସି ଅବିଶ୍ୱସ୍ତ ବିଷୟ ପାଇବାରୁ ସେହି ସ୍ତ୍ରୀ ତାହା ଦୃଷ୍ଟିରେ ଅନୁଗ୍ରହ ନ ପାଏ, ତେବେ ସେ ପୁରୁଷ ତାହା ନିମନ୍ତେ ଏକ ଛାଡ଼ପତ୍ର ଲେଖି ତାହା ହସ୍ତରେ ଦେଇ ଆପଣା ଗୃହରୁ ତାହାକୁ ବିଦାୟ କରିବ। BSB BSB: If a man marries a woman, but she becomes displeasing to him because he finds some indecency in her, he may write her a certificate of divorce, hand it to her, and send her away from his house.
2 ULB ପୁଣି ସେ ସ୍ତ୍ରୀ ତାହାର ଗୃହରୁ ବାହାରି ଗଲା ଉତ୍ତାରେ, ସେ ଯାଇ ଅନ୍ୟ ପୁରୁଷର ଭାର୍ଯ୍ୟା ହୋଇ ପାରିବ। BSB BSB: If, after leaving his house, she goes and becomes another man’s wife,
3 ULB ମାତ୍ର ସେହି ଶେଷ ସ୍ୱାମୀ ଯଦି ତାହାକୁ ଘୃଣା କରେ ଓ ଏକ ଛାଡ଼ପତ୍ର ଲେଖି ତାହାର ହସ୍ତରେ ଦେଇ ତାହାକୁ ଆପଣା ଗୃହରୁ ବିଦାୟ କରି ଦିଏ; ଅବା ଯେ ତାହାକୁ ଭାର୍ଯ୍ୟା ରୂପେ ଗ୍ରହଣ କରିଥିଲା, ସେହି ଶେଷ ସ୍ୱାମୀ ଯେବେ ମରେ; BSB BSB: and the second man hates her, writes her a certificate of divorce, hands it to her, and sends her away from his house, or if he dies,
4 ULB ତେବେ ସେ କଳଙ୍କିତା ହେଲା ଉତ୍ତାରେ ତାହାର ପ୍ରଥମ ସ୍ୱାମୀ, ଯେ ତାହାକୁ ବିଦାୟ ଦେଇଥିଲା, ତାହାକୁ ପୁନର୍ବାର ବିବାହ କରି ପାରିବ ନାହିଁ; କାରଣ ତାହା ସଦାପ୍ରଭୁଙ୍କ ସମ୍ମୁଖରେ ଘୃଣାଯୋଗ୍ୟ ଅଟେ; ଆଉ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଧିକାରାର୍ଥେ ଯେଉଁ ଦେଶ ତୁମ୍ଭକୁ ଦିଅନ୍ତି, ତୁମ୍ଭେ ତାହା ପାପରେ ଲିପ୍ତ କରିବ ନାହିଁ। BSB BSB: then the husband who divorced her first may not remarry her after she has been defiled, for that is an abomination to the LORD. You must not bring sin upon the land that the LORD your God is giving you as an inheritance.
5 ULB କୌଣସି ବ୍ୟକ୍ତି ନୂତନ ଭାର୍ଯ୍ୟା ଗ୍ରହଣ କଲେ, ସେ ସୈନ୍ୟ ସଙ୍ଗେ ବାହାରକୁ ଯିବ ନାହିଁ, କିଅବା ତାହାକୁ କୌଣସି କର୍ମର ଭାର ଦିଆଯିବ ନାହିଁ; ସେ ଏକ ବର୍ଷ ପର୍ଯ୍ୟନ୍ତ ଆପଣା ଗୃହରେ ନିଷ୍କର୍ମରେ ରହି ଆପଣା ଗୃହୀତା ଭାର୍ଯ୍ୟାର ମନୋରଞ୍ଜନ କରିବ। BSB BSB: If a man is newly married, he must not be sent to war or be pressed into any duty. For one year he is free to stay at home and bring joy to the wife he has married.
6 ULB କେହି ଚକି ବା ଚକିର ଉପର ପଟ ବନ୍ଧକ ରଖିବ ନାହିଁ; ତାହା କଲେ, ମନୁଷ୍ୟର ପ୍ରାଣ ବନ୍ଧକ ରଖିବାର ହୁଏ। BSB BSB: Do not take a pair of millstones or even an upper millstone as security for a debt, because that would be taking one’s livelihood as security.
7 ULB କୌଣସି ମନୁଷ୍ୟ ଯେବେ ଆପଣା ଭାଇ ଇସ୍ରାଏଲ ସନ୍ତାନଗଣ ମଧ୍ୟରୁ କୌଣସି ପ୍ରାଣୀକୁ ଚୋରି କରିବାର ଧରା ପଡ଼େ, ପୁଣି ସେ ତାହାକୁ ଦାସ ପରି ବ୍ୟବହାର କରେ, ବା ତାହାକୁ ବିକି ଦିଏ; ତେବେ ସେହି ଚୋର ହତ ହେବ; ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ। BSB BSB: If a man is caught kidnapping one of his Israelite brothers, whether he treats him as a slave or sells him, the kidnapper must die. So you must purge the evil from among you.
8 ULB କୁଷ୍ଠ ରୋଗର ଘା’ ବିଷୟରେ ସାବଧାନ ହୁଅ, ଲେବୀୟ ଯାଜକମାନେ ତୁମ୍ଭକୁ ଯେଉଁ ସକଳ ଶିକ୍ଷା ଦିଅନ୍ତି, ତଦନୁସାରେ କରିବା ପାଇଁ ଯତ୍ନପୂର୍ବକ ମନୋଯୋଗ କର। ଆମ୍ଭେ ସେମାନଙ୍କୁ ଯେରୂପ ଆଜ୍ଞା ଦେଇଅଛୁ, ସେରୂପ କରିବାକୁ ତୁମ୍ଭେମାନେ ମନୋଯୋଗ କରିବ। BSB BSB: In cases of infectious skin diseases, be careful to diligently follow everything the Levitical priests instruct you. Be careful to do as I have commanded them.
9 ULB ତୁମ୍ଭେମାନେ ମିସରରୁ ବାହାର ହୋଇ ଆସିବା ବେଳେ ପଥ ମଧ୍ୟରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ମରୀୟମ ପ୍ରତି ଯାହା କରିଥିଲେ, ତାହା ସ୍ମରଣ କର। BSB BSB: Remember what the LORD your God did to Miriam on the journey after you came out of Egypt.
10 ULB ତୁମ୍ଭେ ଆପଣା ପ୍ରତିବାସୀକୁ କୌଣସି ପ୍ରକାର ଋଣ ଦେଲେ, ତାହାର ବନ୍ଧକି ଦ୍ରବ୍ୟ ଆଣିବା ପାଇଁ ତୁମ୍ଭେ ତାହା ଘର ଭିତରକୁ ଯିବ ନାହିଁ। BSB BSB: When you lend anything to your neighbor, do not enter his house to collect security.
11 ULB ତୁମ୍ଭେ ବାହାରେ ଠିଆ ହୋଇ ରହିବ, ଆଉ ତୁମ୍ଭେ ଯାହାକୁ ଋଣ ଦେଇଅଛ, ସେ ବ୍ୟକ୍ତି ଆପଣା ବନ୍ଧକି ଦ୍ରବ୍ୟ ବାହାର କରି ତୁମ୍ଭ ନିକଟକୁ ଆଣିବ। BSB BSB: You are to stand outside while the man to whom you are lending brings the security out to you.
13 ULB ସେ ଯେପରି ଆପଣା ବସ୍ତ୍ର ଘେନି ଶୟନ କରି ତୁମ୍ଭକୁ ଆଶୀର୍ବାଦ କରିବ, ଏଥିପାଇଁ ସୂର୍ଯ୍ୟାସ୍ତ ସମୟରେ ତାହାର ବନ୍ଧକିଦ୍ରବ୍ୟ ତାହାକୁ ଅବଶ୍ୟ ଫେରାଇ ଦେବ; ତହିଁରେ ତାହା ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସାକ୍ଷାତରେ ତୁମ୍ଭ ପ୍ରତି ଧାର୍ମିକତା ହେବ। BSB BSB: be sure to return it to him by sunset, so that he may sleep in his own cloak and bless you, and this will be credited to you as righteousness before the LORD your God.
14 ULB ତୁମ୍ଭ ଭାଇମାନଙ୍କ ମଧ୍ୟରୁ କେହି ହେଉ, କିଅବା ତୁମ୍ଭ ଦେଶସ୍ଥିତ ନଗରଦ୍ୱାରବର୍ତ୍ତୀ ତୁମ୍ଭ ବିଦେଶୀ ମଧ୍ୟରୁ କେହି ହେଉ, ଦୁଃଖୀ, ଦରିଦ୍ର ବେତନଜୀବୀ ପ୍ରତି ତୁମ୍ଭେ ଉପଦ୍ରବ କରିବ ନାହିଁ। BSB BSB: Do not oppress a hired hand who is poor and needy, whether he is a brother or a foreigner residing in one of your towns.
15 ULB ତାହାରି ଦିନରେ ତାହାକୁ ତାହାର ବେତନ ଦେବ; ସୂର୍ଯ୍ୟାସ୍ତ ଯାଏ ତାହା ରଖିବ ନାହିଁ; କାରଣ ସେ ଦୁଃଖୀ ଲୋକ, ତହିଁ ଉପରେ ତାହାର ମନ ଥାଏ କେଜାଣି ସେ ତୁମ୍ଭ ବିରୁଦ୍ଧରେ ସଦାପ୍ରଭୁଙ୍କୁ ଡାକ ପକାଇବ, ତହିଁରେ ତୁମ୍ଭର ପାପ ହେବ। BSB BSB: You are to pay his wages each day before sunset, because he is poor and depends on them. Otherwise he may cry out to the LORD against you, and you will be guilty of sin.
16 ULB ସନ୍ତାନମାନଙ୍କ ପାଇଁ ପିତୃଗଣର ପ୍ରାଣଦଣ୍ଡ ହେବ ନାହିଁ, କିଅବା ପିତୃଗଣ ପାଇଁ ସନ୍ତାନମାନଙ୍କର ପ୍ରାଣଦଣ୍ଡ ହେବ ନାହିଁ; ପ୍ରତ୍ୟେକ ଲୋକ ନିଜ ପାପ ଲାଗି ପ୍ରାଣଦଣ୍ଡ ଭୋଗ କରିବ। BSB BSB: Fathers shall not be put to death for their children, nor children for their fathers; each is to die for his own sin.
17 ULB ତୁମ୍ଭେ ବିଦେଶୀର କି ପିତୃହୀନର ବିଚାରରେ ଅନ୍ୟାୟ କରିବ ନାହିଁ, କିଅବା ବିଧବାର ବସ୍ତ୍ର ବନ୍ଧକ ରଖିବ ନାହିଁ। BSB BSB: Do not deny justice to the foreigner or the fatherless, and do not take a widow’s cloak as security.
18 ULB ମାତ୍ର ତୁମ୍ଭେ ଯେ ମିସରରେ ବନ୍ଧାଦାସ ଥିଲ, ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ସେଠାରୁ ମୁକ୍ତ କରିଅଛନ୍ତି, ଏହା ସ୍ମରଣ କରିବ; ଏହେତୁ ଆମ୍ଭେ ତୁମ୍ଭକୁ ଏହି କର୍ମ କରିବା ପାଇଁ ଆଜ୍ଞା ଦେଉଅଛୁ। BSB BSB: Remember that you were slaves in Egypt, and the LORD your God redeemed you from that place. Therefore I am commanding you to do this.
19 ULB ତୁମ୍ଭେ ଆପଣା କ୍ଷେତ୍ରରେ ଶସ୍ୟ କାଟିବା ବେଳେ ଗୋଟିଏ ବିଡ଼ା କ୍ଷେତ୍ରରେ ପାସୋରି ଆସିଲେ, ତାହା ଆଣିବା ପାଇଁ ଫେରିଯିବ ନାହିଁ; ତାହା ବିଦେଶୀର, ପିତୃହୀନର ଓ ବିଧବାର ହେବ। ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ହସ୍ତକୃତ ସମସ୍ତ କର୍ମରେ ତୁମ୍ଭକୁ ଆଶୀର୍ବାଦ କରିବେ। BSB BSB: If you are harvesting in your field and forget a sheaf there, do not go back to get it. It is to be left for the foreigner, the fatherless, and the widow, so that the LORD your God may bless you in all the work of your hands.
20 ULB ତୁମ୍ଭେ ଆପଣା ଜୀତବୃକ୍ଷରୁ ଫଳ ତୋଳିବା ଉତ୍ତାରେ ଆଉ ଥରେ ଡାଳକୁ ଯିବ ନାହିଁ; ତାହା ବିଦେଶୀର, ପିତୃହୀନର ଓ ବିଧବାର ହେବ। BSB BSB: When you beat the olives from your trees, you must not go over the branches again. What remains will be for the foreigner, the fatherless, and the widow.
21 ULB ତୁମ୍ଭେ ଆପଣା ଦ୍ରାକ୍ଷାକ୍ଷେତ୍ରରୁ ଦ୍ରାକ୍ଷାଫଳ ସଂଗ୍ରହ କଲା ଉତ୍ତାରେ ପୁନର୍ବାର ତାହା ସାଉଣ୍ଟିବ ନାହିଁ; ତାହା ବିଦେଶୀର, ପିତୃହୀନର ଓ ବିଧବାର ହେବ। BSB BSB: When you gather the grapes of your vineyard, you must not go over the vines again. What remains will be for the foreigner, the fatherless, and the widow.
22 ULB ଆଉ ତୁମ୍ଭେ ମିସର ଦେଶରେ ବନ୍ଧାଦାସ ଥିଲ, ଏହା ସ୍ମରଣ କରିବ; ଏହେତୁ ଆମ୍ଭେ ତୁମ୍ଭକୁ ଏହି କର୍ମ କରିବା ପାଇଁ ଆଜ୍ଞା ଦେଉଅଛୁ। BSB BSB: Remember that you were slaves in the land of Egypt. Therefore I am commanding you to do this.
Select verses for actions: Enter goes to them and Escape comes back.