1 ULB ପରମେଶ୍ୱରଙ୍କ ଲୋକ ମୋଶା ଆପଣା ମୃତ୍ୟୁୁ ପୁର୍ବରୁ ଇସ୍ରାଏଲ ସନ୍ତାନଗଣକୁ ଯେଉଁ ଆଶୀର୍ବାଦ କଲେ, ସେହି ଆଶୀର୍ବାଦ ଏହି। BSB BSB: This is the blessing that Moses the man of God pronounced upon the Israelites before his death.
3 ULB ହଁ, ସେ ଲୋକମାନଙ୍କୁ ପ୍ରେମ କରନ୍ତି; ତାହାଙ୍କର ସମସ୍ତ ପବିତ୍ର ଲୋକ ତୁମ୍ଭର ହସ୍ତଗତ ଓ ସେମାନେ ତୁମ୍ଭର ଚରଣ ତଳେ ବସିଲେ; ପ୍ରତ୍ୟେକ ଜଣ ତୁମ୍ଭ ବାକ୍ୟରୁ ଗ୍ରହଣ କରିବେ। BSB BSB: Surely You love the people; all the holy ones are in Your hand, and they sit down at Your feet; each receives Your words—
4 ULB ମୋଶା ଆମ୍ଭମାନଙ୍କୁ ବ୍ୟବସ୍ଥା ଆଦେଶ କଲେ, ତାହା ଯାକୁବ-ସମାଜର ଅଧିକାର। BSB BSB: the law that Moses gave us, the possession of the assembly of Jacob.
5 ULB ଲୋକମାନଙ୍କ ପ୍ରଧାନବର୍ଗର ସମାଗମ ସମୟରେ, ସମସ୍ତ ଇସ୍ରାଏଲ ବଂଶ ଏକତ୍ର ହେବା ବେଳେ ସେ ଯିଶୁରୁଣରେ ରାଜା ଥିଲେ। BSB BSB: So the LORD became King in Jeshurun when the leaders of the people gathered, when the tribes of Israel came together.
6 ULB ରୁବେନ୍ ବଞ୍ଚିଥାଉ ଓ ନ ମରୁ; ତଥାପି ତାହାର ଲୋକ ସଂଖ୍ୟକ ହେଉନ୍ତୁ। BSB BSB: Let Reuben live and not die, nor his men be few.”
7 ULB ଯିହୁଦା ପ୍ରତି ଆଶୀର୍ବାଦ ଏହି ସେ କହିଲେ, “ହେ ସଦାପ୍ରଭୁ, ଯିହୁଦାର ରବ ଶୁଣ ଓ ତାହାର ନିଜ ଲୋକଙ୍କ ନିକଟକୁ ତାହାକୁ ଆଣ; ସେ ନିଜ ହସ୍ତରେ ଆପଣା ପାଇଁ ଯୁଦ୍ଧ କଲା; ତାହାର ବିପକ୍ଷଗଣ ବିରୁଦ୍ଧରେ ତୁମ୍ଭେ ତାହାର ଉପକାରୀ ହେବ।” BSB BSB: And concerning Judah he said: “O LORD, hear the cry of Judah and bring him to his people. With his own hands he defends his cause, but may You be a help against his foes.”
8 ULB ପୁଣି, ସେ ଲେବୀ ବିଷୟରେ କହିଲେ, “ତୁମ୍ଭର ତୁମ୍ମୀମ୍ ଓ ଉରୀମ୍ ତୁମ୍ଭ ଧାର୍ମିକ ପୁରୁଷ ସହିତ ଅଛି, ତୁମ୍ଭେ ମଃସାରେ ତାହାର ପରୀକ୍ଷା କଲ, ମିରୀବାଃ ଜଳ ନିକଟରେ ତୁମ୍ଭେ ତାହା ସଙ୍ଗେ ବିରୋଧ କଲ।” BSB BSB: Concerning Levi he said: “Give Your Thummim to Levi and Your Urim to Your godly one, whom You tested at Massah and contested at the waters of Meribah.
9 ULB ସେ ଆପଣା ପିତା ଓ ଆପଣା ମାତା ବିଷୟରେ କହିଲା, “ଆମ୍ଭେ ସେମାନଙ୍କୁ ଦେଖି ନାହୁଁ; ଅବା ସେ ଆପଣା ଭାଇମାନଙ୍କୁ ସ୍ୱୀକାର କଲା ନାହିଁ, କିଅବା ସେ ତାହାର ନିଜ ସନ୍ତାନମାନଙ୍କୁ ଚିହ୍ନିଲା ନାହିଁ। ସେମାନେ ତୁମ୍ଭର ବାକ୍ୟ ମାନିଅଛନ୍ତି ଓ ତୁମ୍ଭର ନିୟମ ରକ୍ଷା କରନ୍ତି।” BSB BSB: He said of his father and mother, ‘I do not consider them.’ He disregarded his brothers and did not know his own sons, for he kept Your word and maintained Your covenant.
10 ULB ସେମାନେ ଯାକୁବକୁ ତୁମ୍ଭର ଶାସନ ଓ ଇସ୍ରାଏଲକୁ ତୁମ୍ଭର ବ୍ୟବସ୍ଥା ଶିକ୍ଷା ଦେବେ। ସେମାନେ ତୁମ୍ଭ ସମ୍ମୁଖରେ ଧୂପ ଓ ତୁମ୍ଭ ବେଦି ଉପରେ ହୋମବଳି ରଖିବେ। BSB BSB: He will teach Your ordinances to Jacob and Your law to Israel; he will set incense before You and whole burnt offerings on Your altar.
11 ULB ହେ ସଦାପ୍ରଭୁ, ତାହାର ସମ୍ପତ୍ତିକୁ ଆଶୀର୍ବାଦ କର ଓ ତାହା ହସ୍ତର କର୍ମ ଗ୍ରହଣ କର; ଯେଉଁମାନେ ତାହା ବିରୁଦ୍ଧରେ ଉଠନ୍ତି ଓ ଯେଉଁମାନେ ତାହାକୁ ଘୃଣା କରନ୍ତି, ସେମାନଙ୍କ କଟିଦେଶ ଭାଙ୍ଗି ପକାଅ, ଯେପରି ସେମାନେ ପୁନର୍ବାର ଉଠି ନ ପାରିବେ। BSB BSB: Bless his substance, O LORD, and accept the work of his hands. Smash the loins of those who rise against him, and of his foes so they can rise no more.”
12 ULB ସେ ବିନ୍ୟାମୀନ୍ ବିଷୟରେ କହିଲେ, “ସଦାପ୍ରଭୁଙ୍କ ପ୍ରିୟ ଲୋକ ତାହାଙ୍କ ନିକଟରେ ନିର୍ଭୟରେ ବାସ କରିବ; ସେ ସାରାଦିନ ତାହାକୁ ଆବୋରି ରଖନ୍ତି ଓ ସେ ତାହାର ସ୍କନ୍ଧଦ୍ୱୟ ମଧ୍ୟରେ ବାସ କରନ୍ତି।” BSB BSB: Concerning Benjamin he said: “May the beloved of the LORD rest secure in Him; God shields him all day long, and upon His shoulders he rests.”
13 ULB ଆଉ ସେ ଯୋଷେଫ ବିଷୟରେ କହିଲେ, “ସଦାପ୍ରଭୁଙ୍କ ଦ୍ୱାରା ତାହାର ଦେଶ ଆଶୀର୍ବାଦ ପ୍ରାପ୍ତ ହେଉ; ଆକାଶର ଉତ୍ତମ ଦ୍ରବ୍ୟରେ, ଶିଶିରରେ ଓ ଅଧଃସ୍ଥାନରେ ବିସ୍ତୀର୍ଣ୍ଣ ବାରିଧିରେ, BSB BSB: Concerning Joseph he said: “May his land be blessed by the LORD with the precious dew from heaven above and the deep waters that lie beneath,
14 ULB ପୁଣି, ସୂର୍ଯ୍ୟର ଫଳ ସ୍ୱରୂପ ଉତ୍ତମ ଦ୍ରବ୍ୟରେ ଓ ଚନ୍ଦ୍ରର ଫଳ ସ୍ୱରୂପ ଉତ୍ତମ ଦ୍ରବ୍ୟରେ, BSB BSB: with the bountiful harvest from the sun and the abundant yield of the seasons,
15 ULB ପୁରାତନ ପର୍ବତମାନର ଉତ୍ତମ ଦ୍ରବ୍ୟରେ ଓ ନିତ୍ୟସ୍ଥାୟୀ ଗିରିଗଣର ଉତ୍ତମ ଦ୍ରବ୍ୟରେ, BSB BSB: with the best of the ancient mountains and the bounty of the everlasting hills,
16 ULB ଆଉ ପୃଥିବୀର ଓ ତତ୍ପୂରକ ବସ୍ତୁର ଉତ୍ତମ ଦ୍ରବ୍ୟରେ ଓ ଯେ ବୁଦାରେ ବାସ କଲେ, ତାହାଙ୍କ ଅନୁଗ୍ରହରେ (ତାହାର ଦେଶ ସଦାପ୍ରଭୁଙ୍କ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହେଉ) ଯୋଷେଫର ମସ୍ତକରେ ଆଶୀର୍ବାଦ ବର୍ତ୍ତୁ, ଯେ ଆପଣା ଭ୍ରାତୃଗଣ ନିକଟରୁ ପୃଥକ୍ ହୋଇଥିଲା, ତାହାର ମସ୍ତକାଗ୍ରରେ ଆଶୀର୍ବାଦ ବର୍ତ୍ତୁ। BSB BSB: with the choice gifts of the land and everything in it, and with the favor of Him who dwelt in the burning bush. May these rest on the head of Joseph and crown the brow of the prince of his brothers.
17 ULB ତାହାର ବୃଷଭର ପ୍ରଥମଜାତ ତାହାର ମହିମା ସ୍ୱରୂପ, ପୁଣି ତାହାର ଶୃଙ୍ଗ ଅରଣା ଷଣ୍ଢର ଶୃଙ୍ଗ ତୁଲ୍ୟ ତଦ୍ଦ୍ୱାରା ସେ ସବୁ ଗୋଷ୍ଠୀକି, ପୃଥିବୀର ସୀମାସ୍ଥିତ ସମସ୍ତଙ୍କୁ ଭୁସି ପକାଇବ। ସେ ଶୃଙ୍ଗ ଇଫ୍ରୟିମର ଅୟୁତ ଲୋକ ଓ ସେ ଶୃଙ୍ଗ ମନଃଶିର ସହସ୍ର ସହସ୍ର ଲୋକ। BSB BSB: His majesty is like a firstborn bull, and his horns are like those of a wild ox. With them he will gore the nations, even to the ends of the earth. Such are the myriads of Ephraim, and such are the thousands of Manasseh.”
18 ULB ସବୂଲୂନ ବିଷୟରେ ସେ କହିଲେ, “ହେ ସବୂଲୂନ, ତୁମ୍ଭେ ଆପଣା ଯାତ୍ରାରେ ଓ ହେ ଇଷାଖର, ତୁମ୍ଭେ ଆପଣା ତମ୍ବୁରେ ଆନନ୍ଦ କର; BSB BSB: Concerning Zebulun he said: “Rejoice, Zebulun, in your journeys, and Issachar, in your tents.
19 ULB ସେମାନେ ଲୋକମାନଙ୍କୁ ପର୍ବତକୁ ନିମନ୍ତ୍ରଣ କରିବେ; ସେଠାରେ ସେମାନେ ଧର୍ମବଳି ଉତ୍ସର୍ଗ କରିବେ; କାରଣ ସେମାନେ ସମୁଦ୍ରର ବହୁଳ ପଦାର୍ଥ ଓ ବାଲୁକାର ଗୁପ୍ତ ଧନ ଭୋଗ କରିବେ।” BSB BSB: They will call the peoples to a mountain; there they will offer sacrifices of righteousness. For they will feast on the abundance of the seas and the hidden treasures of the sand.”
20 ULB ପୁଣି, ଗାଦ୍ ବିଷୟରେ ସେ କହିଲେ, “ଯେ ଗାଦ୍କୁ ବିସ୍ତାର କରନ୍ତି, ସେ ଧନ୍ୟ; ସେ ସିଂହ ପରି ବାସ କରେ, ପୁଣି, ସେ ବାହୁ, ମସ୍ତକର ତାଳୁ ସୁଦ୍ଧା ବିଦୀର୍ଣ୍ଣ କରେ।” BSB BSB: Concerning Gad he said: “Blessed is he who enlarges the domain of Gad! He lies down like a lion and tears off an arm or a head.
21 ULB ସେ ଆପଣା ପାଇଁ ପ୍ରଥମ ଅଂଶ ନିରୀକ୍ଷଣ କଲା; କାରଣ ସେଠାରେ ବ୍ୟବସ୍ଥାପକର (ଦତ୍ତ) ଅଂଶ ରକ୍ଷିତ ଥିଲା; ମାତ୍ର ସେ ଲୋକମାନଙ୍କ ପ୍ରଧାନବର୍ଗ ସହିତ ଆସିଲା; ସେ ସଦାପ୍ରଭୁଙ୍କ ନ୍ୟାୟକର୍ମ ଓ ଇସ୍ରାଏଲ ସହିତ ତାହାଙ୍କର ଶାସନ ସିଦ୍ଧ କଲା। BSB BSB: He chose the best land for himself, because a ruler’s portion was reserved for him there. He came with the leaders of the people; he administered the LORD’s justice and His ordinances for Israel.”
22 ULB ପୁଣି, ସେ ଦାନ୍ ବିଷୟରେ କହିଲେ, “ଦାନ୍ ସିଂହଛୁଆ ସେ ବାଶନରୁ କୁଦା ମାରେ।” BSB BSB: Concerning Dan he said: “Dan is a lion’s cub, leaping out of Bashan.”
23 ULB ପୁଣି, ସେ ନପ୍ତାଲି ବିଷୟରେ କହିଲେ, “ହେ ନପ୍ତାଲି, ତୁମ୍ଭେ ଅନୁଗ୍ରହରେ ତୃପ୍ତ ଓ ସଦାପ୍ରଭୁଙ୍କ ଆଶୀର୍ବାଦରେ ପରିପୂର୍ଣ୍ଣ; ତୁମ୍ଭେ ପଶ୍ଚିମ ଓ ଦକ୍ଷିଣ ଦିଗ ଅଧିକାର କର।” BSB BSB: Concerning Naphtali he said: “Naphtali is abounding with favor, full of the blessing of the LORD; he shall take possession of the sea and the south.”
24 ULB ପୁଣି, ସେ ଆଶେର ବିଷୟରେ କହିଲେ, “ଆଶେର ସନ୍ତାନସନ୍ତତିରେ ଆଶୀର୍ବାଦ ପ୍ରାପ୍ତ ହେଉ; ସେ ଆପଣା ଭ୍ରାତୃଗଣ ନିକଟରେ ଗ୍ରାହ୍ୟ ହେଉ ଓ ସେ ଆପଣା ଚରଣ ତୈଳରେ ବୁଡ଼ାଉ।” BSB BSB: And concerning Asher he said: “May Asher be the most blessed of sons; may he be the most favored among his brothers and dip his foot in oil.
25 ULB ତୁମ୍ଭର ଅର୍ଗଳ ଲୌହ ଓ ପିତ୍ତଳମୟ ହେବ; ପୁଣି, ଯେପରି ତୁମ୍ଭର ଦିନ, ସେପରି ତୁମ୍ଭର ବଳ ହେବ।” BSB BSB: May the bolts of your gate be iron and bronze, and may your strength match your days.”
26 ULB ହେ ଯିଶୁରୁଣ, ପରମେଶ୍ୱରଙ୍କ ତୁଲ୍ୟ କେହି ନାହିଁ, ସେ ତୁମ୍ଭ ଉପକାରାର୍ଥେ ଆକାଶମଣ୍ଡଳରେ ଓ ନିଜ ଗୌରବରେ ଗଗନମଣ୍ଡଳରେ ଆରୋହଣ କରି ଗମନ କରନ୍ତି। BSB BSB: “There is none like the God of Jeshurun, who rides the heavens to your aid, and the clouds in His majesty.
27 ULB ଅନାଦି ପରମେଶ୍ୱର ତୁମ୍ଭର ବାସସ୍ଥାନ ଓ ତଳେ ତାହାଙ୍କର ଅନନ୍ତକାଳସ୍ଥାୟୀ ବାହୁ ଅଛି; ପୁଣି ସେ ତୁମ୍ଭ ସମ୍ମୁଖରୁ ଶତ୍ରୁମାନଙ୍କୁ ତଡ଼ି ଦେଲେ, ଆଉ ବିନାଶ କର ବୋଲି କହିଲେ। BSB BSB: The eternal God is your dwelling place, and underneath are the everlasting arms. He drives out the enemy before you, giving the command, ‘Destroy him!’
28 ULB “ତହିଁରେ ଇସ୍ରାଏଲ ନିର୍ଭୟରେ ବାସ କଲା, ଯାକୁବର ନିର୍ଝର ଏକାକୀ ଶସ୍ୟ ଓ ଦ୍ରାକ୍ଷାରସମୟ ଦେଶରେ ବାସ କଲା ହଁ, ତାହାର ଆକାଶରୁ ମଧ୍ୟ ଶିଶିର କ୍ଷରେ। BSB BSB: So Israel dwells securely; the fountain of Jacob lives untroubled in a land of grain and new wine, where even the heavens drip with dew.
29 ULB ହେ ଇସ୍ରାଏଲ, ତୁମ୍ଭେ ଧନ୍ୟ ଅଟ; ତୁମ୍ଭ ତୁଲ୍ୟ କିଏ ଅଛି? ତୁମ୍ଭେ ସଦାପ୍ରଭୁଙ୍କ ଦ୍ୱାରା ଉଦ୍ଧାରପ୍ରାପ୍ତ ଲୋକ, ସେ ତୁମ୍ଭର ଉପକାର ରୂପ ଢାଲ ଓ ସେ ତୁମ୍ଭର ମାହାତ୍ମ୍ୟ ରୂପ ଖଡ୍ଗ! ଏଣୁ ତୁମ୍ଭର ଶତ୍ରୁମାନେ ଆପେ ତୁମ୍ଭର ବଶୀଭୂତ ହେବେ; ପୁଣି ତୁମ୍ଭେ ସେମାନଙ୍କ ଉଚ୍ଚସ୍ଥଳୀମାନ ଦଳନ କରିବ।” BSB BSB: Blessed are you, O Israel! Who is like you, a people saved by the LORD? He is the shield that protects you, the sword in which you boast. Your enemies will cower before you, and you shall trample their high places.”
Select verses for actions: Enter goes to them and Escape comes back.