1 ULB ଏଥିଉତ୍ତାରେ ବତ୍ସଲେଲ ଶିଟୀମ୍ କାଷ୍ଠରେ ଅଢ଼ାଇ ହସ୍ତ ଦୀର୍ଘ ଓ ଦେଢ଼ ହସ୍ତ ପ୍ରସ୍ଥ ଓ ଦେଢ଼ ହସ୍ତ ଉଚ୍ଚ, ଏକ ସିନ୍ଦୁକ ନିର୍ମାଣ କଲେ BSB BSB: Bezalel went on to construct the ark of acacia wood, two and a half cubits long, a cubit and a half wide, and a cubit and a half high.
2 ULB ଓ ତହିଁର ଭିତର ଓ ବାହାର ନିର୍ମଳ ସୁବର୍ଣ୍ଣରେ ମଡ଼ାଇ ତହିଁର ଚତୁର୍ଦ୍ଦିଗରେ ସୁବର୍ଣ୍ଣର କାନ୍ଥି କଲେ। BSB BSB: He overlaid it with pure gold, both inside and out, and made a gold molding around it.
3 ULB ପୁଣି, ତହିଁର ଚାରି କୋଣ ନିମନ୍ତେ ଚାରି ସ୍ୱର୍ଣ୍ଣକଡ଼ା ଢାଳିଲେ; ତହିଁର ଏକ ପାର୍ଶ୍ୱରେ ଦୁଇ କଡ଼ା ଓ ଅନ୍ୟ ପାର୍ଶ୍ୱରେ ଦୁଇ କଡ଼ା ଦେଲେ। BSB BSB: And he cast four gold rings for its four feet, two rings on one side and two on the other.
4 ULB ଆଉ ସେ ଶିଟୀମ୍ କାଷ୍ଠରେ ସାଙ୍ଗୀ କରି ସୁବର୍ଣ୍ଣ ମଡ଼ାଇଲେ BSB BSB: Then he made poles of acacia wood and overlaid them with gold.
5 ULB ଓ ସିନ୍ଦୁକ ବହିବା ନିମନ୍ତେ ସିନ୍ଦୁକର ପାର୍ଶ୍ୱସ୍ଥ କଡ଼ାରେ ସେହି ସାଙ୍ଗୀ ପ୍ରବେଶ କରାଇଲେ। BSB BSB: He inserted the poles into the rings on the sides of the ark in order to carry it.
6 ULB ଏଉତ୍ତାରେ ସେ ନିର୍ମଳ ସୁବର୍ଣ୍ଣରେ ଅଢ଼ାଇ ହସ୍ତ ଦୀର୍ଘ ଓ ଦେଢ଼ ହସ୍ତ ପ୍ରସ୍ଥ ଏକ ପାପାଚ୍ଛାଦନ ନିର୍ମାଣ କଲେ। BSB BSB: He constructed a mercy seat of pure gold, two and a half cubits long and a cubit and a half wide.
7 ULB ପୁଣି, ପିଟା ସୁବର୍ଣ୍ଣରେ ଦୁଇ କିରୂବ ନିର୍ମାଣ କରି ପାପାଚ୍ଛାଦନର ଦୁଇ ମୁଣ୍ଡରେ ରଖିଲେ। BSB BSB: He made two cherubim of hammered gold at the ends of the mercy seat,
8 ULB ତହିଁର ଏକ ମୁଣ୍ଡରେ ଏକ କିରୂବ ଓ ଅନ୍ୟ ମୁଣ୍ଡରେ ଅନ୍ୟ କିରୂବ ସ୍ଥାପନ କଲେ; ପାପାଚ୍ଛାଦନର ଦୁଇ ମୁଣ୍ଡରେ ଦୁଇ କିରୂବକୁ ତହିଁର ଅଂଶ କରି ରଖିଲେ। BSB BSB: one cherub on one end and one on the other, all made from one piece of gold.
9 ULB ପୁଣି, କିରୂବମାନଙ୍କର ପକ୍ଷ ଉର୍ଦ୍ଧ୍ବକୁ ବିସ୍ତାରିତ ହୋଇ ପାପାଚ୍ଛାଦନକୁ ଆବରଣ କଲା ଓ ସେମାନଙ୍କର ମୁଖ ପରସ୍ପର ସମ୍ମୁଖୀନ ହେଲା; ମାତ୍ର ପାପାଚ୍ଛାଦନ ପ୍ରତି କିରୂବମାନଙ୍କର ମୁଖ ରହିଲା। BSB BSB: And the cherubim had wings that spread upward, overshadowing the mercy seat. The cherubim faced each other, looking toward the mercy seat.
10 ULB ତହିଁ ଉତ୍ତାରୁ ସେ ଶିଟୀମ୍ କାଷ୍ଠରେ ଦୁଇ ହସ୍ତ ଦୀର୍ଘ ଓ ଏକ ହସ୍ତ ପ୍ରସ୍ଥ ଓ ଦେଢ଼ ହସ୍ତ ଉଚ୍ଚ ଗୋଟିଏ ମେଜ ନିର୍ମାଣ କଲେ। BSB BSB: He also made the table of acacia wood two cubits long, a cubit wide, and a cubit and a half high.
11 ULB ପୁଣି, ତାହା ନିର୍ମଳ ସୁବର୍ଣ୍ଣରେ ମଡ଼ାଇଲେ ଓ ତହିଁର ଚତୁର୍ଦ୍ଦିଗରେ ସୁବର୍ଣ୍ଣର କାନ୍ଥି କଲେ। BSB BSB: He overlaid it with pure gold and made a gold molding around it.
12 ULB ପୁଣି, ସେ ତହିଁର ଚତୁର୍ଦ୍ଦିଗରେ ଚତୁରଙ୍ଗୁଳି ପରିମିତ ଏକ ବେଷ୍ଟନ କଲେ ଓ ସେହି ବେଷ୍ଟନର ଚତୁର୍ଦ୍ଦିଗରେ ସୁବର୍ଣ୍ଣର କାନ୍ଥି କଲେ। BSB BSB: And he made a rim around it a handbreadth wide and put a gold molding on the rim.
13 ULB ଆଉ ସୁବର୍ଣ୍ଣରେ ଚାରି କଡ଼ା ଢାଳି ତହିଁର ଚାରି ପାହ୍ୟାର ଚାରି କୋଣରେ ରଖିଲେ। BSB BSB: He cast four gold rings for the table and fastened them to the four corners at its four legs.
14 ULB ସେହି କଡ଼ା ପାର୍ଶ୍ୱ-କାଷ୍ଠର ସନ୍ନିକଟ ଓ ମେଜ ବହିବା ନିମନ୍ତେ ସାଙ୍ଗୀର ଘରା ଥିଲା। BSB BSB: The rings were placed close to the rim, to serve as holders for the poles used to carry the table.
15 ULB ପୁଣି, ସେ ସେହି ମେଜ ବହନାର୍ଥେ ଶିଟୀମ୍ କାଷ୍ଠରେ ସାଙ୍ଗୀ ନିର୍ମାଣ କରି ସୁବର୍ଣ୍ଣରେ ମଡ଼ାଇଲେ। BSB BSB: He made the poles of acacia wood for carrying the table and overlaid them with gold.
16 ULB ଆହୁରି, ସେ ମେଜର ଉପରିସ୍ଥିତ ପାତ୍ରସକଳ, ଅର୍ଥାତ୍, ତହିଁର ଥାଳୀ ଓ ଚାମଚ ଓ ପାତ୍ର, ଢାଳିବା ନିମନ୍ତେ ଗଡ଼ୁସକଳ ନିର୍ମଳ ସୁବର୍ଣ୍ଣରେ ନିର୍ମାଣ କଲେ। BSB BSB: He also made the utensils for the table out of pure gold: its plates and dishes, as well as its bowls and pitchers for pouring drink offerings.
17 ULB ଆହୁରି, ସେ ନିର୍ମଳ ସୁବର୍ଣ୍ଣରେ ଏକ ଦୀପବୃକ୍ଷ ନିର୍ମାଣ କଲେ, ସେ ପିଟାକର୍ମରେ ଦୀପବୃକ୍ଷ, ତହିଁର ଗଣ୍ଡି ଓ ଶାଖା ନିର୍ମାଣ କଲେ, ଆଉ ତହିଁର ଗୋଲାଧାର, କଳିକା ଓ ପୁଷ୍ପ ତହିଁରେ ସଂଲଗ୍ନ ହେଲା। BSB BSB: Then he made the lampstand out of pure hammered gold, all of one piece: its base and shaft, its cups, and its buds and petals.
18 ULB ସେହି ଦୀପବୃକ୍ଷର ଏକ ପାର୍ଶ୍ୱରୁ ତିନି ଶାଖା ଓ ଦୀପବୃକ୍ଷର ଅନ୍ୟ ପାର୍ଶ୍ୱରୁ ତିନି ଶାଖା, ଏହି ଛଅ ଶାଖା ତହିଁର ପାର୍ଶ୍ୱରୁ ନିର୍ଗତ ହେଲା। BSB BSB: Six branches extended from the sides, three on one side and three on the other.
19 ULB ପୁଣି, ଏକ ଶାଖାରେ ବାଦାମପୁଷ୍ପାକୃତି ତିନି ଗୋଲାଧାର, କଳିକା ଓ ପୁଷ୍ପ, ପୁଣି, ଅନ୍ୟ ଶାଖାରେ ବାଦାମପୁଷ୍ପାକୃତି ତିନି ଗୋଲାଧାର, କଳିକା ଓ ପୁଷ୍ପ, ଏହିରୂପେ ଦୀପବୃକ୍ଷରୁ ନିର୍ଗତ ଛଅ ଶାଖାରେ ରହିଲା। BSB BSB: There were three cups shaped like almond blossoms on the first branch, each with buds and petals, three on the next branch, and the same for all six branches that extended from the lampstand.
20 ULB ମାତ୍ର ଦୀପବୃକ୍ଷରେ ବାଦାମପୁଷ୍ପାକୃତି ଚାରି ଗୋଲାଧାର ଓ ତହିଁର କଳିକା ଓ ପୁଷ୍ପ ରହିଲା। BSB BSB: And on the lampstand were four cups shaped like almond blossoms with buds and petals.
21 ULB ଆଉ, ତହିଁରୁ ଯେଉଁ ଛଅ ଶାଖା ନିର୍ଗତ ହେଲା, ତଦନୁସାରେ ଏକ ଶାଖାଦ୍ୱୟର ତଳେ ଏକ କଳିକା ଓ ଅନ୍ୟ ଶାଖାଦ୍ୱୟର ତଳେ ଏକ କଳିକା ଓ ଅନ୍ୟତର ଶାଖାଦ୍ୱୟର ତଳେ ଏକ କଳିକା ରହିଲା। BSB BSB: A bud was under the first pair of branches that extended from the lampstand, a bud under the second pair, and a bud under the third pair.
22 ULB ଏହି କଳିକା ଓ ଶାଖା ତହିଁର ଅଂଶ ହେଲା ଓ ସମସ୍ତ ନିର୍ମଳ ସୁବର୍ଣ୍ଣ ନିର୍ମିତ ଏକ ପିଟାକର୍ମ ହେଲା। BSB BSB: The buds and branches were all of one piece with the lampstand, hammered out of pure gold.
23 ULB ଆଉ, ସେ ତହିଁ ପାଇଁ ସପ୍ତ ପ୍ରଦୀପ, ଚିମୁଟା ଓ ଅଙ୍ଗାରଧାନୀ ନିର୍ମଳ ସୁବର୍ଣ୍ଣରେ ନିର୍ମାଣ କଲେ। BSB BSB: He also made its seven lamps, its wick trimmers, and trays of pure gold.
24 ULB ସେ ଏକ ତାଳନ୍ତ ପରିମିତ ନିର୍ମଳ ସୁବର୍ଣ୍ଣରେ ତାହା ଓ ତହିଁର ସମସ୍ତ ପାତ୍ର ନିର୍ମାଣ କଲେ। BSB BSB: He made the lampstand and all its utensils from a talent of pure gold.
25 ULB ଏଥିଉତ୍ତାରେ ସେ ଶିଟୀମ୍ କାଷ୍ଠରେ ଏକ ହସ୍ତ ଦୀର୍ଘ, ଏକ ହସ୍ତ ପ୍ରସ୍ଥ ଓ ଦୁଇ ହସ୍ତ ଉଚ୍ଚ ଚତୁଷ୍କୋଣ ଧୂପବେଦି ନିର୍ମାଣ କଲେ, ତହିଁର ଶୃଙ୍ଗସକଳ ତହିଁର ଅଂଶ ହେଲା। BSB BSB: He made the altar of incense out of acacia wood. It was square, a cubit long, a cubit wide, and two cubits high. Its horns were of one piece.
26 ULB ଆଉ, ତାହା, ତହିଁର ପୃଷ୍ଠ, ତହିଁର ଚାରି ପାର୍ଶ୍ୱ ଓ ତହିଁର ଶୃଙ୍ଗସକଳ ନିର୍ମଳ ସୁବର୍ଣ୍ଣରେ ମଡ଼ାଇଲେ; ପୁଣି, ସେ ତହିଁର ଚାରିଆଡ଼େ ସୁବର୍ଣ୍ଣର କାନ୍ଥି କଲେ। BSB BSB: And he overlaid with pure gold the top and all the sides and horns. Then he made a molding of gold around it.
27 ULB ପୁଣି, ତହିଁର ବହନାର୍ଥକ ସାଙ୍ଗୀର ଘରା ନିମନ୍ତେ ତହିଁର କାନ୍ଥି ତଳେ ଦୁଇ ପାର୍ଶ୍ୱର ଦୁଇ କୋଣରେ ସୁବର୍ଣ୍ଣର ଦୁଇ ଦୁଇ କଡ଼ା ନିର୍ମାଣ କଲେ। BSB BSB: He made two gold rings below the molding on opposite sides to hold the poles used to carry it.
28 ULB ଆଉ ଶିଟୀମ୍ କାଷ୍ଠରେ ସାଙ୍ଗୀ କଲେ ଓ ତାହା ସୁବର୍ଣ୍ଣରେ ମଡ଼ାଇଲେ। BSB BSB: And he made the poles of acacia wood and overlaid them with gold.
29 ULB ଏଉତ୍ତାରେ ସେ ଅଭିଷେକାର୍ଥକ ପବିତ୍ର ତୈଳ ଓ ଧୂପ ନିମନ୍ତେ ଗନ୍ଧ-ବଣିକର କ୍ରିୟାନୁଯାୟୀ ସୁଗନ୍ଧି ଦ୍ରବ୍ୟ ପ୍ରସ୍ତୁତ କଲେ। BSB BSB: He also made the sacred anointing oil and the pure, fragrant incense, the work of a perfumer.
Select verses for actions: Enter goes to them and Escape comes back.