1 ULB ଯେଉଁମାନେ ବନ୍ଦୀ ରୂପେ ନୀତ ହୋଇଥିଲେ, ସେମାନଙ୍କ ମଧ୍ୟରୁ ପ୍ରଦେଶୀୟ ଏହି ସନ୍ତାନଗଣ ପ୍ରତ୍ୟେକେ ଯିରୂଶାଲମ ଓ ଯିହୁଦାସ୍ଥିତ ଆପଣା ଆପଣା ନଗରକୁ ଫେରି ଆସିଲେ; ବାବିଲର ରାଜା ନବୂଖଦ୍ନିତ୍ସର ଏମାନଙ୍କୁ ବାବିଲକୁ ନେଇ ଯାଇଥିଲେ। BSB BSB: Now these are the people of the province who came up from the captivity of the exiles carried away to Babylon by Nebuchadnezzar its king. They returned to Jerusalem and Judah, each to his own town,
2 ULB ଏମାନେ ଯିରୁବ୍ବାବିଲ୍, ଯେଶୂୟ, ନିହିମୀୟା, ସରାୟ, ରିୟେଲାୟ, ମର୍ଦ୍ଦଖୟ, ବିଲ୍ଶନ୍, ମିସ୍ପର, ବିଗ୍ବୟ, ରହୂମ୍ ଓ ବାନା ସଙ୍ଗେ ଫେରି ଆସିଲେ। ଇସ୍ରାଏଲ ବଂଶୀୟ ପୁରୁଷମାନଙ୍କର ସଂଖ୍ୟା ଏହି, ଯଥା, BSB BSB: accompanied by Zerubbabel, Jeshua, Nehemiah, Seraiah, Reelaiah, Mordecai, Bilshan, Mispar, Bigvai, Rehum, and Baanah. This is the count of the men of Israel:
3 ULB ପରିୟୋଶର ସନ୍ତାନ ଦୁଇ ହଜାର ଏକ ଶହ ବାସ୍ତରି ଜଣ। BSB BSB: the descendants of Parosh, 2,172;
4 ULB ଶଫଟୀୟର ସନ୍ତାନ ତିନି ଶହ ବାସ୍ତରି ଜଣ। BSB BSB: the descendants of Shephatiah, 372;
5 ULB ଆରହର ସନ୍ତାନ ସାତ ଶହ ପଞ୍ଚସ୍ତରି ଜଣ। BSB BSB: the descendants of Arah, 775;
6 ULB ଯେଶୂୟ ଓ ଯୋୟାବର ସନ୍ତାନମାନଙ୍କ ମଧ୍ୟରୁ ପହତ୍-ମୋୟାବର ସନ୍ତାନ ଦୁଇ ହଜାର ଆଠ ଶହ ବାର ଜଣ। BSB BSB: the descendants of Pahath-moab (through the line of Jeshua and Joab), 2,812;
7 ULB ଏଲମ୍ର ସନ୍ତାନ ଏକ ହଜାର ଦୁଇ ଶହ ଚଉବନ ଜଣ। BSB BSB: the descendants of Elam, 1,254;
8 ULB ସତ୍ତୂର ସନ୍ତାନ ନଅ ଶହ ପଞ୍ଚଚାଳିଶ ଜଣ। BSB BSB: the descendants of Zattu, 945;
9 ULB ସକ୍କୟର ସନ୍ତାନ ସାତ ଶହ ଷାଠିଏ ଜଣ। BSB BSB: the descendants of Zaccai, 760;
10 ULB ବାନିର ସନ୍ତାନ ଛଅ ଶହ ବୟାଳିଶ ଜଣ। BSB BSB: the descendants of Bani, 642;
11 ULB ବେବୟର ସନ୍ତାନ ଛଅ ଶହ ତେଇଶ ଜଣ। BSB BSB: the descendants of Bebai, 623;
12 ULB ଅସ୍ଗଦର ସନ୍ତାନ ଏକ ହଜାର ଦୁଇ ଶହ ବାଇଶ ଜଣ। BSB BSB: the descendants of Azgad, 1,222;
13 ULB ଅଦୋନୀକାମର ସନ୍ତାନ ଛଅ ଶହ ଛଷଠି ଜଣ। BSB BSB: the descendants of Adonikam, 666;
14 ULB ବିଗ୍ବୟର ସନ୍ତାନ ଦୁଇ ହଜାର ଛପନ ଜଣ। BSB BSB: the descendants of Bigvai, 2,056;
15 ULB ଆଦୀନର ସନ୍ତାନ ଚାରି ଶହ ଚଉବନ ଜଣ। BSB BSB: the descendants of Adin, 454;
16 ULB ହିଜକୀୟର ବଂଶଜାତ ଆଟେରର ସନ୍ତାନ ଅଠାନବେ ଜଣ। BSB BSB: the descendants of Ater (through Hezekiah), 98;
17 ULB ବେତ୍ସୟର ସନ୍ତାନ ତିନି ଶହ ତେଇଶ ଜଣ। BSB BSB: the descendants of Bezai, 323;
18 ULB ଯୋରାହର ସନ୍ତାନ ଏକ ଶହ ବାର ଜଣ। BSB BSB: the descendants of Jorah, 112;
19 ULB ହଶୂମର ସନ୍ତାନ ଦୁଇ ଶହ ତେଇଶ ଜଣ। BSB BSB: the descendants of Hashum, 223;
20 ULB ଗିବ୍ବରର ସନ୍ତାନ ପଞ୍ଚାନବେ ଜଣ। BSB BSB: the descendants of Gibbar, 95;
21 ULB ବେଥଲିହିମର ସନ୍ତାନ ଏକ ଶହ ତେଇଶ ଜଣ। BSB BSB: the men of Bethlehem, 123;
22 ULB ନଟୋଫାର ଲୋକ ଛପନ ଜଣ। BSB BSB: the men of Netophah, 56;
23 ULB ଅନାଥୋତ୍ର ଲୋକ ଏକ ଶହ ଅଠାଇଶ ଜଣ। BSB BSB: the men of Anathoth, 128;
24 ULB ଅସ୍ମାବତ୍ର ସନ୍ତାନ ବୟାଳିଶ ଜଣ। BSB BSB: the descendants of Azmaveth, 42;
25 ULB କିରୀୟଥ୍-ଯିୟାରୀମ୍ ଓ କଫୀରା ଓ ବେରୋତର ସନ୍ତାନ ସାତ ଶହ ତେୟାଳିଶ ଜଣ। BSB BSB: the men of Kiriath-jearim, Chephirah, and Beeroth, 743;
26 ULB ରାମାର ଓ ଗେବାର ସନ୍ତାନ ଛଅ ଶହ ଏକୋଇଶ୍ ଜଣ। BSB BSB: the men of Ramah and Geba, 621;
27 ULB ମିକ୍ମସର ଲୋକ ଏକ ଶହ ବାଇଶ ଜଣ। BSB BSB: the men of Michmash, 122;
28 ULB ବେଥେଲ୍ର ଓ ଅୟର ଲୋକ ଦୁଇ ଶହ ତେଇଶ ଜଣ। BSB BSB: the men of Bethel and Ai, 223;
29 ULB ନବୋର ସନ୍ତାନ ବାବନ ଜଣ। BSB BSB: the descendants of Nebo, 52;
30 ULB ମଗ୍ବୀଶର ସନ୍ତାନ ଏକ ଶହ ଛପନ ଜଣ। BSB BSB: the descendants of Magbish, 156;
31 ULB ଅନ୍ୟ ଏଲମ୍ର ସନ୍ତାନ ଏକ ହଜାର ଦୁଇ ଶହ ଚଉବନ ଜଣ। BSB BSB: the descendants of the other Elam, 1,254;
32 ULB ହାରୀମର ସନ୍ତାନ ତିନି ଶହ କୋଡ଼ିଏ ଜଣ। BSB BSB: the descendants of Harim, 320;
33 ULB ଲୋଦ୍ ଓ ହାଦୀଦ୍ ଓ ଓନୋର ସନ୍ତାନ ସାତ ଶହ ପଚିଶ ଜଣ। BSB BSB: the men of Lod, Hadid, and Ono, 725;
34 ULB ଯିରୀହୋର ସନ୍ତାନ ତିନି ଶହ ପଞ୍ଚଚାଳିଶ ଜଣ। BSB BSB: the men of Jericho, 345;
35 ULB ସନାୟାର ସନ୍ତାନ ତିନି ହଜାର ଛଅ ଶହ ତିରିଶ ଜଣ। BSB BSB: and the descendants of Senaah, 3,630.
36 ULB ଯାଜକମାନଙ୍କ ସଂଖ୍ୟା; ଯେଶୂୟ-ବଂଶଜ ଯିଦୟୀୟର ସନ୍ତାନ ନଅ ଶହ ତେସ୍ତରି ଜଣ। BSB BSB: The priests: The descendants of Jedaiah (through the house of Jeshua), 973;
38 ULB ପଶ୍ହୂରର ସନ୍ତାନ ଏକ ହଜାର ଦୁଇ ଶହ ସତଚାଳିଶ ଜଣ। BSB BSB: the descendants of Pashhur, 1,247;
39 ULB ହାରୀମର ସନ୍ତାନ ଏକ ହଜାର ସତର ଜଣ। BSB BSB: and the descendants of Harim, 1,017.
40 ULB ଲେବୀୟମାନଙ୍କ ସଂଖ୍ୟା; ହୋଦବୀୟର ସନ୍ତାନମାନଙ୍କ ମଧ୍ୟରୁ ଯେଶୂୟ ଓ କଦ୍ମୀୟେଲର ସନ୍ତାନ ଚଉସ୍ତରି ଜଣ। BSB BSB: The Levites: the descendants of Jeshua and Kadmiel (through the line of Hodaviah), 74.
41 ULB ଗାୟକମାନଙ୍କ ସଂଖ୍ୟା; ଆସଫର ସନ୍ତାନ ଏକ ଶହ ଅଠାଇଶ ଜଣ। BSB BSB: The singers: the descendants of Asaph, 128.
42 ULB ଦ୍ୱାରପାଳମାନଙ୍କ ସନ୍ତାନଗଣର ସଂଖ୍ୟା; ଶଲ୍ଲୁମ୍ର ସନ୍ତାନ, ଆଟେରର ସନ୍ତାନ, ଟଲ୍ମୋନର ସନ୍ତାନ, ଅକ୍କୂବର ସନ୍ତାନ, ହଟୀଟାର ସନ୍ତାନ, ଶୋବୟର ସନ୍ତାନ, ସର୍ବସୁଦ୍ଧା ଏକ ଶହ ଅଣଚାଳିଶ ଜଣ। BSB BSB: The gatekeepers: the descendants of Shallum, the descendants of Ater, the descendants of Talmon, the descendants of Akkub, the descendants of Hatita, and the descendants of Shobai, 139 in all.
43 ULB ନଥୀନୀୟ ଲୋକମାନେ; ସୀହର ସନ୍ତାନଗଣ, ହସୂଫାର ସନ୍ତାନଗଣ, ଟବ୍ବାୟୋତର ସନ୍ତାନଗଣ; BSB BSB: The temple servants: the descendants of Ziha, the descendants of Hasupha, the descendants of Tabbaoth,
44 ULB କେରୋସର ସନ୍ତାନଗଣ, ସୀୟର ସନ୍ତାନଗଣ, ପାଦୋନର ସନ୍ତାନଗଣ; BSB BSB: the descendants of Keros, the descendants of Siaha, the descendants of Padon,
45 ULB ଲବାନାର ସନ୍ତାନଗଣ, ହଗାବର ସନ୍ତାନଗଣ, ଅକ୍କୂବର ସନ୍ତାନଗଣ; BSB BSB: the descendants of Lebanah, the descendants of Hagabah, the descendants of Akkub,
46 ULB ହାଗାବର ସନ୍ତାନଗଣ, ଶମ୍ଲୟର ସନ୍ତାନଗଣ, ହାନନ୍ର ସନ୍ତାନଗଣ; BSB BSB: the descendants of Hagab, the descendants of Shalmai, the descendants of Hanan,
47 ULB ଗିଦ୍ଦେଲର ସନ୍ତାନଗଣ, ଗହରର ସନ୍ତାନଗଣ, ରାୟାର ସନ୍ତାନଗଣ; BSB BSB: the descendants of Giddel, the descendants of Gahar, the descendants of Reaiah,
48 ULB ରତ୍ସୀନର ସନ୍ତାନଗଣ, ନକୋଦର ସନ୍ତାନଗଣ, ଗସମର ସନ୍ତାନଗଣ; BSB BSB: the descendants of Rezin, the descendants of Nekoda, the descendants of Gazzam,
49 ULB ଉଷର ସନ୍ତାନଗଣ, ପାସେହର ସନ୍ତାନଗଣ, ବେଷୟର ସନ୍ତାନଗଣ; BSB BSB: the descendants of Uzza, the descendants of Paseah, the descendants of Besai,
50 ULB ଅସ୍ନାର ସନ୍ତାନଗଣ, ମିୟୂନୀମର ସନ୍ତାନଗଣ, ନଫିଷୀମର ସନ୍ତାନଗଣ; BSB BSB: the descendants of Asnah, the descendants of Meunim, the descendants of Nephusim,
51 ULB ବକ୍ବୁକର ସନ୍ତାନଗଣ, ହକୂଫାର ସନ୍ତାନଗଣ, ହର୍ହୂରର ସନ୍ତାନଗଣ; BSB BSB: the descendants of Bakbuk, the descendants of Hakupha, the descendants of Harhur,
52 ULB ବସ୍ଲୂତର ସନ୍ତାନଗଣ, ମହୀଦାର ସନ୍ତାନଗଣ, ହର୍ଶାର ସନ୍ତାନଗଣ; BSB BSB: the descendants of Bazluth, the descendants of Mehida, the descendants of Harsha,
53 ULB ବର୍କୋସର ସନ୍ତାନଗଣ, ସୀଷରାର ସନ୍ତାନଗଣ, ତେମହର ସନ୍ତାନଗଣ; BSB BSB: the descendants of Barkos, the descendants of Sisera, the descendants of Temah,
54 ULB ନତ୍ସୀହର ସନ୍ତାନଗଣ, ହଟୀଫାର ସନ୍ତାନଗଣ। BSB BSB: the descendants of Neziah, and the descendants of Hatipha.
55 ULB ଶଲୋମନର ଦାସମାନଙ୍କ ସନ୍ତାନଗଣ; ସୋଟୟର ସନ୍ତାନଗଣ, ହସୋଫେରତର ସନ୍ତାନଗଣ, ପରୁଦାର ସନ୍ତାନଗଣ; BSB BSB: The descendants of the servants of Solomon: the descendants of Sotai, the descendants of Hassophereth, the descendants of Peruda,
56 ULB ଯାଳାର ସନ୍ତାନଗଣ, ଦର୍କୋଣର ସନ୍ତାନଗଣ, ଗିଦ୍ଦେଲର ସନ୍ତାନଗଣ; BSB BSB: the descendants of Jaala, the descendants of Darkon, the descendants of Giddel,
57 ULB ଶଫଟୀୟର ସନ୍ତାନଗଣ, ହଟୀଲର ସନ୍ତାନଗଣ, ପୋଖେରତ୍-ହତ୍ସବାୟିମର ସନ୍ତାନଗଣ, ଆମୀର ସନ୍ତାନଗଣ; BSB BSB: the descendants of Shephatiah, the descendants of Hattil, the descendants of Pochereth-hazzebaim, and the descendants of Ami.
58 ULB ନଥୀନୀୟ ଲୋକମାନେ ଓ ଶଲୋମନର ଦାସମାନଙ୍କ ସନ୍ତାନଗଣ ସର୍ବସୁଦ୍ଧା ତିନି ଶହ ବୟାନବେ ଜଣ। BSB BSB: The temple servants and descendants of the servants of Solomon numbered 392 in all.
59 ULB ପୁଣି ତେଲ୍-ମେଲହ, ତେଲ୍-ହର୍ଶା, କଋବ୍, ଅଦ୍ଦନ ଓ ଇମ୍ମେର, ଏହି ସକଳ ସ୍ଥାନରୁ ଲୋକ ଆସିଲେ, ମାତ୍ର ସେମାନେ ଇସ୍ରାଏଲୀୟ ଲୋକ ବୋଲି ଆପଣା ଆପଣା ପିତୃବଂଶ ଓ ଗୋଷ୍ଠୀର ପ୍ରମାଣ ଦର୍ଶାଇ ପାରିଲେ ନାହିଁ; ସେହି ଲୋକମାନେ ଏହି, ଯଥା, BSB BSB: The following came up from Tel-melah, Tel-harsha, Cherub, Addan, and Immer, but they could not prove that their families were descended from Israel:
60 ULB ଦଲୟିୟର ସନ୍ତାନ, ଟୋବୀୟର ସନ୍ତାନ, ନକୋଦର ସନ୍ତାନ, ଛଅ ଶହ ବାବନ ଜଣ। BSB BSB: the descendants of Delaiah, the descendants of Tobiah, and the descendants of Nekoda, 652 in all.
61 ULB ଯାଜକମାନଙ୍କ ସନ୍ତାନଗଣ ମଧ୍ୟରୁ ହବାୟର ସନ୍ତାନଗଣ, ହକ୍କୋସ୍ର ସନ୍ତାନଗଣ, ବର୍ସିଲ୍ଲୟର ସନ୍ତାନଗଣ, ଏହି ବର୍ସିଲ୍ଲୟ ଗିଲୀୟଦୀୟ ବର୍ସିଲ୍ଲୟର ଏକ କନ୍ୟାକୁ ବିବାହ କରିବାରୁ ତାହାର ନାମାନୁସାରେ ଖ୍ୟାତ ହୋଇଥିଲା। BSB BSB: And from among the priests: the descendants of Hobaiah, the descendants of Hakkoz, and the descendants of Barzillai (who had married a daughter of Barzillai the Gileadite and was called by their name).
62 ULB ଏମାନେ ବଂଶାବଳୀକ୍ରମେ ଗଣିତ ଲୋକମାନଙ୍କ ମଧ୍ୟରେ ଆପଣାମାନଙ୍କ ବଂଶାବଳୀପତ୍ର ଅନ୍ୱେଷଣ କଲେ, ମାତ୍ର ପାଇଲେ ନାହିଁ; ଏହେତୁ ଏମାନେ ଅଶୁଚି ଗଣିତ ହୋଇ ଯାଜକ ପଦଚ୍ୟୁତ ହେଲେ। BSB BSB: These men searched for their family records, but they could not find them and so were excluded from the priesthood as unclean.
63 ULB ପୁଣି, ଶାସନକର୍ତ୍ତା ସେମାନଙ୍କୁ କହିଲା ଯେ, ଊରୀମ୍ ଓ ତୁମ୍ମୀମ୍ଧାରୀ କୌଣସି ଯାଜକ ଉତ୍ପନ୍ନ ନ ହେବା ପର୍ଯ୍ୟନ୍ତ ସେମାନେ ପବିତ୍ର ବସ୍ତୁ ଭୋଜନ କରିବେ ନାହିଁ। BSB BSB: The governor ordered them not to eat the most holy things until there was a priest to consult the Urim and Thummim.
64 ULB ଆଉ, ଏକତ୍ରୀକୃତ ସମସ୍ତ ସମାଜ ବୟାଳିଶ ହଜାର ତିନି ଶହ ଷାଠିଏ ଜଣ ଥିଲେ। BSB BSB: The whole assembly numbered 42,360,
65 ULB ଏହା ଛଡ଼ା ସେମାନଙ୍କର ଦାସଦାସୀ ସାତ ହଜାର ତିନି ଶହ ସଇଁତିରିଶ ଜଣ ଥିଲେ। ଆହୁରି, ସେମାନଙ୍କର ଦୁଇ ଶହ ଗାୟକ ଗାୟିକା ଥିଲେ। BSB BSB: in addition to their 7,337 menservants and maidservants, as well as their 200 male and female singers.
66 ULB ସେମାନଙ୍କର ସାତ ଶହ ଛତିଶ ଅଶ୍ୱ; ଦୁଇ ଶହ ପଞ୍ଚଚାଳିଶ ଖଚର; BSB BSB: They had 736 horses, 245 mules,
67 ULB ଚାରି ଶହ ପଞ୍ଚତିରିଶ ଓଟ; ଛଅ ହଜାର ସାତ ଶହ କୋଡ଼ିଏ ଗର୍ଦ୍ଦଭ ଥିଲେ। BSB BSB: 435 camels, and 6,720 donkeys.
68 ULB ଏଥିଉତ୍ତାରେ ପିତୃବଂଶୀୟ କେତେକ ପ୍ରଧାନ ଲୋକ ସଦାପ୍ରଭୁଙ୍କ ଯିରୂଶାଲମସ୍ଥିତ ଗୃହରେ ଉପସ୍ଥିତ ହୁଅନ୍ତେ, ପରମେଶ୍ୱରଙ୍କର ସେହି ଗୃହ ସ୍ୱସ୍ଥାନରେ ସ୍ଥାପନ କରିବା ପାଇଁ ସ୍ଵେଚ୍ଛାପୂର୍ବକ ଦାନ କଲେ। BSB BSB: When they arrived at the house of the LORD in Jerusalem, some of the heads of the families gave freewill offerings to rebuild the house of God on its original site.
69 ULB ସେମାନେ ଆପଣା ଆପଣା ଶକ୍ତି ଅନୁସାରେ ସେହି କର୍ମର ଭଣ୍ଡାରରେ ଏକଷଠି ହଜାର ଡ୍ରାକ୍ମା ସ୍ୱର୍ଣ୍ଣମୁଦ୍ରା ଓ ପାଞ୍ଚ ହଜାର ପାଉଣ୍ଡ ରୂପା ଓ ଯାଜକମାନଙ୍କ ନିମନ୍ତେ ଏକ ଶହ ବସ୍ତ୍ର ଦେଲେ। BSB BSB: According to their ability, they gave to the treasury for this work 61,000 darics of gold, 5,000 minas of silver, and 100 priestly garments.
70 ULB ପୁଣି, ଯାଜକମାନେ ଓ ଲେବୀୟମାନେ ଓ ଲୋକମାନଙ୍କ ମଧ୍ୟରୁ କେତେକ, ପୁଣି ଗାୟକମାନେ ଓ ଦ୍ୱାରପାଳମାନେ ଓ ନଥୀନୀୟମାନେ ଆପଣା ଆପଣା ନଗରରେ ଓ ସମଗ୍ର ଇସ୍ରାଏଲ ଆପଣା ଆପଣା ନଗରରେ ବାସ କଲେ। BSB BSB: So the priests, the Levites, the singers, the gatekeepers, and the temple servants, along with some of the people, settled in their own towns; and the rest of the Israelites settled in their towns.
Select verses for actions: Enter goes to them and Escape comes back.