2 ULB ଆମ୍ଭେ ତୁମ୍ଭଠାରୁ ଏକ ମହାଗୋଷ୍ଠୀ ଉତ୍ପନ୍ନ କରିବା, ପୁଣି, ଆମ୍ଭେ ତୁମ୍ଭକୁ ଆଶୀର୍ବାଦ କରି ତୁମ୍ଭର ନାମ ମହତ୍ କରିବା; ତୁମ୍ଭେ ଆଶୀର୍ବାଦର ଆକର ହେବ। BSB BSB: I will make you into a great nation, and I will bless you; I will make your name great, so that you will be a blessing.
4 ULB ଏଥିଉତ୍ତାରେ ଅବ୍ରାମ ସଦାପ୍ରଭୁଙ୍କ ଏହି ବାକ୍ୟାନୁସାରେ ପ୍ରସ୍ଥାନ କଲେ, ପୁଣି, ଲୋଟ ତାଙ୍କ ସଙ୍ଗରେ ଗଲେ; ହାରଣଠାରୁ ପ୍ରସ୍ଥାନ କରିବା ସମୟରେ ଅବ୍ରାମଙ୍କର ବୟସ ପଞ୍ଚୋସ୍ତରି ବର୍ଷ ହୋଇଥିଲା। BSB BSB: So Abram departed, as the LORD had directed him, and Lot went with him. Abram was seventy-five years old when he left Haran.
5 ULB ଏହିରୂପେ ଅବ୍ରାମ ଆପଣା ଭାର୍ଯ୍ୟା ସାରୀଙ୍କୁ ଓ ଭ୍ରାତୃପୁତ୍ର ଲୋଟକୁ ଓ ହାରଣଠାରେ ଆପଣାମାନଙ୍କ ସଞ୍ଚିତ ଧନ ଓ ପ୍ରାପ୍ତ ପ୍ରାଣୀମାନଙ୍କୁ ଘେନି କିଣାନ ଦେଶ ଉଦ୍ଦେଶ୍ୟରେ ଯାତ୍ରା କରି କିଣାନରେ ଉପସ୍ଥିତ ହେଲେ। BSB BSB: And Abram took his wife Sarai, his nephew Lot, and all the possessions and people they had acquired in Haran, and set out for the land of Canaan. When they came to the land of Canaan,
6 ULB ଅବ୍ରାମ ସେହି ଦେଶ ଦେଇ ଭ୍ରମଣ କରୁ କରୁ ଶିଖିମ ନିକଟସ୍ଥ ମୋରିର ଅଲୋନ ବୃକ୍ଷ ମୂଳରେ ପହଞ୍ଚିଲେ। ସେହି ସମୟରେ କିଣାନୀୟମାନେ ସେହି ଦେଶରେ ବାସ କରୁଥିଲେ। BSB BSB: Abram traveled through the land as far as the site of the Oak of Moreh at Shechem. And at that time the Canaanites were in the land.
7 ULB ଏଥିଉତ୍ତାରେ ସଦାପ୍ରଭୁ ଅବ୍ରାମଙ୍କୁ ଦର୍ଶନ ଦେଇ କହିଲେ, ଆମ୍ଭେ ତୁମ୍ଭ ବଂଶକୁ ଏହି ଦେଶ ଦେବା; ଏଥିନିମନ୍ତେ ଅବ୍ରାମ ଆପଣା ନିକଟରେ ଦର୍ଶନଦାତା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେହି ସ୍ଥାନରେ ଯଜ୍ଞବେଦି ନିର୍ମାଣ କଲେ। BSB BSB: Then the LORD appeared to Abram and said, “I will give this land to your offspring.” So Abram built an altar there to the LORD, who had appeared to him.
8 ULB ଏଥିଉତ୍ତାରେ ସେ ସେହି ସ୍ଥାନ ଛାଡ଼ି ବେଥେଲ୍ର ପୂର୍ବଆଡ଼ ପର୍ବତକୁ ଯାଇ ଆପଣା ତମ୍ବୁ ଠିଆ କଲେ; ତହିଁର ପଶ୍ଚିମରେ ବେଥେଲ୍ ଓ ପୂର୍ବ ଦିଗରେ ଅୟ ନଗର ଥିଲା; ପୁଣି, ସେହିଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ। BSB BSB: From there Abram moved on to the hill country east of Bethel and pitched his tent, with Bethel to the west and Ai to the east. There he built an altar to the LORD, and he called on the name of the LORD.
9 ULB ତହିଁ ଉତ୍ତାରେ ଅବ୍ରାମ ଭ୍ରମଣ କରୁ କରୁ ଆହୁରି ଦକ୍ଷିଣ ଦିଗକୁ ଗଲେ। BSB BSB: And Abram journeyed on toward the Negev.
11 ULB ଏଥିଉତ୍ତାରେ ମିସର ଦେଶରେ ପ୍ରବେଶ କରିବାକୁ ଉଦ୍ୟତ ହୁଅନ୍ତେ, ଅବ୍ରାମ ଆପଣା ଭାର୍ଯ୍ୟା ସାରୀଙ୍କୁ କହିଲେ, “ଶୁଣ, ତୁମ୍ଭେ ଦେଖିବାକୁ ସୁନ୍ଦରୀ, ତାହା ମୁଁ ଜାଣେ। BSB BSB: As he was about to enter Egypt, he said to his wife Sarai, “Look, I know that you are a beautiful woman,
12 ULB ଏଥିପାଇଁ ମିସର ଦେଶୀୟ ଲୋକମାନେ ତୁମ୍ଭକୁ ଦେଖି ମୋହର ଭାର୍ଯ୍ୟା ବୋଲି ଜାଣିଲେ, ମୋତେ ବଧ କରି ତୁମ୍ଭକୁ ଜୀବିତା ରଖିବେ। BSB BSB: and when the Egyptians see you, they will say, ‘This is his wife.’ Then they will kill me but will let you live.
13 ULB ଏହେତୁ ମୁଁ ବିନୟ କରୁଅଛି, ତୁମ୍ଭେ ମୋହର ଭଉଣୀ, ଏହା କହିବ; ତହିଁରେ ତୁମ୍ଭ ସକାଶେ ମୋହର ମଙ୍ଗଳ ହେବ ଓ ତୁମ୍ଭ ସକାଶୁ ମୋ’ ପ୍ରାଣ ରକ୍ଷା ପାଇବ।” BSB BSB: Please say you are my sister, so that I will be treated well for your sake, and on account of you my life will be spared.”
14 ULB ଏଥିଉତ୍ତାରେ ଅବ୍ରାମ ମିସର ଦେଶରେ ପ୍ରବେଶ କରନ୍ତେ, ମିସରୀୟ ଲୋକମାନେ ସେହି ସ୍ତ୍ରୀଙ୍କୁ ପରମ ସୁନ୍ଦରୀ ଦେଖିଲେ। BSB BSB: So when Abram entered Egypt, the Egyptians saw that the woman was very beautiful.
15 ULB ପୁଣି, ଫାରୋଙ୍କର ଅଧିପତିମାନେ ତାଙ୍କୁ ଦେଖି ଫାରୋଙ୍କ ଛାମୁରେ ତାଙ୍କର ପ୍ରଶଂସା କରନ୍ତେ, ସେହି ସ୍ତ୍ରୀ ଫାରୋଙ୍କର ଗୃହକୁ ଅଣାଗଲେ। BSB BSB: When Pharaoh’s officials saw Sarai, they commended her to him, and she was taken into the palace of Pharaoh.
16 ULB ଫାରୋ ତାଙ୍କ ଲାଗି ଅବ୍ରାମଙ୍କୁ ସମାଦର କରି ତାଙ୍କୁ ମେଷ, ଗୋରୁ, ଗର୍ଦ୍ଦଭ ଓ ଦାସଦାସୀ ଓ ଗର୍ଦ୍ଦଭୀ ଓ ଓଟ ଦେଲେ। BSB BSB: He treated Abram well on her account, and Abram acquired sheep and cattle, male and female donkeys, menservants and maidservants, and camels.
17 ULB ମାତ୍ର ଅବ୍ରାମଙ୍କର ଭାର୍ଯ୍ୟା ସାରୀଙ୍କ ସକାଶୁ ସଦାପ୍ରଭୁ ଫାରୋ ଓ ତାଙ୍କର ପରିବାର ଉପରେ ମହାମାରୀ ଘଟାଇଲେ। BSB BSB: The LORD, however, afflicted Pharaoh and his household with severe plagues because of Abram’s wife Sarai.
18 ULB ଏହେତୁ ଫାରୋ ଅବ୍ରାମଙ୍କୁ ଡାକି କହିଲେ, “ତୁମ୍ଭେ ଆମ୍ଭ ସହିତ ଏ କି ବ୍ୟବହାର କଲ? BSB BSB: So Pharaoh summoned Abram and asked, “What have you done to me? Why didn’t you tell me she was your wife?
19 ULB ସେହି ସ୍ତ୍ରୀ ତୁମ୍ଭର ଭାର୍ଯ୍ୟା, ଏକଥା ଆମ୍ଭକୁ କାହିଁକି କହିଲ ନାହିଁ? ତାଙ୍କୁ କାହିଁକି ଆପଣାର ଭଗିନୀ ବୋଲି କହିଲ? ତହିଁରେ ଅାମ୍ଭେ ତାଙ୍କୁ ବିବାହ କରିବାକୁ ନେଲୁ; ଏବେ ତୁମ୍ଭ ଭାର୍ଯ୍ୟାଙ୍କୁ ଦେଖ, ତାଙ୍କୁ ଘେନି ଚାଲିଯାଅ।” BSB BSB: Why did you say, ‘She is my sister,’ so that I took her as my wife? Now then, here is your wife. Take her and go!”
20 ULB ତହୁଁ ଫାରୋ ଲୋକମାନଙ୍କୁ ତାଙ୍କ ବିଷୟରେ ଆଜ୍ଞା ଦେଲେ, ଆଉ ସେମାନେ ସର୍ବସ୍ୱ ସହିତ ତାଙ୍କୁ ଓ ତାଙ୍କ ଭାର୍ଯ୍ୟାଙ୍କୁ ବିଦାୟ କଲେ। BSB BSB: Then Pharaoh gave his men orders concerning Abram, and they sent him away with his wife and all his possessions.