1 ULB ଏଥିଉତ୍ତାରେ ଅବ୍ରାମ ଆପଣାର ଭାର୍ଯ୍ୟା ଓ ସବୁ ସମ୍ପତ୍ତି ଘେନି ଲୋଟ ସହିତ ମିସର ଦେଶରୁ ବାହାରି ଦକ୍ଷିଣାଞ୍ଚଳକୁ ଯାତ୍ରା କଲେ। BSB BSB: So Abram went up out of Egypt into the Negev—he and his wife and all his possessions—and Lot was with him.
2 ULB ଅବ୍ରାମ ପଶୁ ଓ ସୁନା ରୂପାରେ ଅତିଶୟ ଧନବାନ ଥିଲେ। BSB BSB: And Abram had become extremely wealthy in livestock and silver and gold.
3 ULB ପୁଣି, ସେ ପୂର୍ବଯାତ୍ରାନୁସାରେ ଦକ୍ଷିଣରୁ ବେଥେଲ୍ ଆଡ଼କୁ ଯାଉ ଯାଉ ବେଥେଲ୍ ଓ ଅୟର ମଧ୍ୟବର୍ତ୍ତୀ ଯେଉଁ ସ୍ଥାନରେ ପୂର୍ବେ ତାଙ୍କର ତମ୍ବୁ ସ୍ଥାପିତ ହୋଇଥିଲା, BSB BSB: From the Negev he journeyed from place to place toward Bethel, until he came to the place between Bethel and Ai where his tent had formerly been pitched,
4 ULB ସେହି ସ୍ଥାନରେ ଉପସ୍ଥିତ ହୋଇ ଆପଣା ପୂର୍ବନିର୍ମିତ ଯଜ୍ଞବେଦି ନିକଟରେ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ। BSB BSB: to the site where he had built the altar. And there Abram called on the name of the LORD.
5 ULB ପୁଣି, ଅବ୍ରାମଙ୍କର ସଙ୍ଗୀ ଲୋଟଙ୍କର ମଧ୍ୟ ଅନେକ ଅନେକ ମେଷ, ଗୋରୁ ଓ ତମ୍ବୁ ଥିଲା। BSB BSB: Now Lot, who was traveling with Abram, also had flocks and herds and tents.
6 ULB ଏଥିନିମନ୍ତେ ସେହି ଦେଶ ସେମାନଙ୍କର ଏକତ୍ର ବାସ ପାଇଁ ଉପଯୋଗୀ ହେଲା ନାହିଁ, କାରଣ ସେମାନଙ୍କର ବହୁତ ସମ୍ପତ୍ତି ଥିବାରୁ ସେମାନେ ଏକତ୍ର ବାସ କରି ପାରିଲେ ନାହିଁ। BSB BSB: But the land was unable to support both of them while they stayed together, for they had so many possessions that they were unable to coexist.
7 ULB ପୁଣି, ଅବ୍ରାମଙ୍କର ପଶୁପାଳକ ଓ ଲୋଟଙ୍କର ପଶୁପାଳକମାନଙ୍କର ପରସ୍ପର ବିରୋଧ ହେଲା। ସେହି ସମୟରେ ସେହି ଦେଶରେ କିଣାନୀୟ ଓ ପରିଷୀୟ ଲୋକମାନେ ବାସ କରୁଥିଲେ। BSB BSB: And there was discord between the herdsmen of Abram and the herdsmen of Lot. At that time the Canaanites and the Perizzites were also living in the land.
8 ULB ଏଣୁ ଅବ୍ରାମ ଲୋଟଙ୍କୁ କହିଲେ, ମୁଁ ବିନୟ କରୁଅଛି, ତୁମ୍ଭ ଆମ୍ଭ ମଧ୍ୟରେ, ପୁଣି, ତୁମ୍ଭର ପଶୁପାଳକ ଓ ମୋହର ପଶୁପାଳକମାନଙ୍କ ମଧ୍ୟରେ ବିବାଦ ନ ହେଉ, କାରଣ ଆମ୍ଭେମାନେ ଭାଇ। BSB BSB: So Abram said to Lot, “Please let there be no contention between you and me, or between your herdsmen and my herdsmen. After all, we are kinsmen.
9 ULB ତୁମ୍ଭ ସମ୍ମୁଖରେ କି ଏହି ସମସ୍ତ ଦେଶ ନାହିଁ? ଏହେତୁ ତୁମ୍ଭକୁ ବିନୟ କରୁଅଛି, ତୁମ୍ଭେ ମୋ’ଠାରୁ ପୃଥକ୍ ହୁଅ; ହୁଏତ, ତୁମ୍ଭେ ବାମକୁ ଯାଅ, ମୁଁ ଡାହାଣକୁ ଯାଏ; ନୋହିଲେ ତୁମ୍ଭେ ଡାହାଣକୁ ଯାଅ, ମୁଁ ବାମକୁ ଯିବି। BSB BSB: Is not the whole land before you? Now separate yourself from me. If you go to the left, I will go to the right; if you go to the right, I will go to the left.”
11 ULB ଏଥିପାଇଁ ଲୋଟ ଆପଣା ନିମନ୍ତେ ଯର୍ଦ୍ଦନର ସମସ୍ତ ପ୍ରାନ୍ତର ମନୋନୀତ କରି ପୂର୍ବ ଦିଗକୁ ପ୍ରସ୍ଥାନ କଲେ; ଏହିରୂପେ ସେମାନେ ଏକଆରେକଠାରୁ ପୃଥକ୍ ହେଲେ। BSB BSB: So Lot chose the whole plain of the Jordan for himself and set out toward the east. And Abram and Lot parted company.
12 ULB ତହିଁରେ ଅବ୍ରାମ କିଣାନ ଦେଶରେ ବସତି କଲେ, ପୁଣି, ଲୋଟ ସେହି ପ୍ରାନ୍ତରସ୍ଥିତ ସମସ୍ତ ନଗର ମଧ୍ୟରେ ବାସ କରି ସଦୋମ ପର୍ଯ୍ୟନ୍ତ ତମ୍ବୁ ସ୍ଥାପନ କରିବାକୁ ଲାଗିଲେ। BSB BSB: Abram lived in the land of Canaan, but Lot settled in the cities of the plain and pitched his tent toward Sodom.
13 ULB ସେହି ସଦୋମର ଲୋକମାନେ ମହା ଦୁଷ୍ଟ ଓ ସଦାପ୍ରଭୁଙ୍କ ଛାମୁରେ ଅତି ପାପିଷ୍ଠ ଥିଲେ। BSB BSB: But the men of Sodom were wicked, sinning greatly against the LORD.
14 ULB ଏଥିଉତ୍ତାରେ ଅବ୍ରାମଙ୍କଠାରୁ ଲୋଟ ପୃଥକ ହେଲା ଉତ୍ତାରେ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, ଏବେ ତୁମ୍ଭେ ଯେଉଁଠାରେ ଅଛ; ସେହିଠାରୁ ଅନାଇ ଉତ୍ତର, ଦକ୍ଷିଣ, ପୂର୍ବ ଓ ପଶ୍ଚିମ ଦିଗକୁ ଦୃଷ୍ଟିପାତ କର; BSB BSB: After Lot had departed, the LORD said to Abram, “Now lift up your eyes from the place where you are, and look to the north and south and east and west,
15 ULB କାରଣ, ଏହି ଯେଉଁ ସକଳ ଦେଶ ତୁମ୍ଭେ ଦେଖୁଅଛ, ତାହା ଆମ୍ଭେ ତୁମ୍ଭକୁ ଓ ଯୁଗାନୁକ୍ରମେ ତୁମ୍ଭର ବଂଶକୁ ଦେବା। BSB BSB: for all the land that you see, I will give to you and your offspring forever.
16 ULB ପୁଣି, ପୃଥିବୀର ଧୂଳି ପରି ଆମ୍ଭେ ତୁମ୍ଭର ବଂଶ ବୃଦ୍ଧି କରିବା; କେହି ଯଦି ପୃଥିବୀସ୍ଥ ଧୂଳି ଗଣି ପାରଇ, ତେବେ ତୁମ୍ଭର ବଂଶ ଗଣ୍ୟ ହେବ। BSB BSB: I will make your offspring like the dust of the earth, so that if one could count the dust of the earth, then your offspring could be counted.
17 ULB ଉଠ, ଏହି ଦେଶର ଦୀର୍ଘ ପ୍ରସ୍ଥରେ ଭ୍ରମଣ କର; ଯେଣୁ ଆମ୍ଭେ ତୁମ୍ଭକୁ ତାହା ଦେବା। BSB BSB: Get up and walk around the land, through its length and breadth, for I will give it to you.”
18 ULB ସେତେବେଳେ ଅବ୍ରାମ ତମ୍ବୁ ତୋଳି ହିବ୍ରୋଣ ନିକଟସ୍ଥ ମମ୍ରିର ଅଲୋନ ବୃକ୍ଷ ମୂଳେ ଯାଇ ବାସ କଲେ, ପୁଣି, ସେଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗୋଟିଏ ଯଜ୍ଞବେଦି ନିର୍ମାଣ କଲେ। BSB BSB: So Abram moved his tent and went to live near the Oaks of Mamre at Hebron, where he built an altar to the LORD.