1 ULB ଅବ୍ରାମଙ୍କର ଅନେଶ୍ୱତ ବର୍ଷ ବୟସରେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, “ଆମ୍ଭେ ସର୍ବଶକ୍ତିମାନ ପରମେଶ୍ୱର; ଆମ୍ଭ ଛାମୁରେ ଧର୍ମାଚରଣ କରି ତୁମ୍ଭେ ସିଦ୍ଧ ହୁଅ। BSB BSB: When Abram was ninety-nine years old, the LORD appeared to him and said, “I am God Almighty. Walk before Me and be blameless.
2 ULB ଆମ୍ଭେ ତୁମ୍ଭ ସହିତ ଆପଣା ନିୟମ ସ୍ଥିର କରି ତୁମ୍ଭକୁ ଅତିଶୟ ବୃଦ୍ଧି କରିବା।” BSB BSB: I will establish My covenant between Me and you, and I will multiply you exceedingly.”
3 ULB ତହିଁରେ ଅବ୍ରାମ ମୁହଁ ମାଡ଼ି ପଡ଼ନ୍ତେ, ପରମେଶ୍ୱର ତାଙ୍କ ସହିତ ଆଳାପ କରି କହିଲେ, BSB BSB: Then Abram fell facedown, and God said to him,
4 ULB “ଦେଖ, ଆମ୍ଭେ ତୁମ୍ଭ ସହିତ ଆପଣା ନିୟମ ସ୍ଥିର କରୁଅଛୁ, ତୁମ୍ଭେ ଅନେକ ଗୋଷ୍ଠୀର ଆଦିପୁରୁଷ ହେବ। BSB BSB: “As for Me, this is My covenant with you: You will be the father of many nations.
5 ULB ପୁଣି, ତୁମ୍ଭ ନାମ ଅବ୍ରାମ ଆଉ ରହିବ ନାହିଁ, ମାତ୍ର ଅବ୍ରହାମ ହେବ। ଯେହେତୁ ଆମ୍ଭେ ତୁମ୍ଭକୁ ଅନେକ ଗୋଷ୍ଠୀର ଆଦିପିତା କଲୁ। BSB BSB: No longer will you be called Abram, but your name will be Abraham, for I have made you a father of many nations.
6 ULB ଆମ୍ଭେ ତୁମ୍ଭକୁ ଅତିଶୟ ବୃଦ୍ଧି କରିବା, ତୁମ୍ଭଠାରୁ ଅନେକ ଗୋଷ୍ଠୀ ଜାତ କରାଇବା ଓ ରାଜାମାନେ ତୁମ୍ଭଠାରୁ ଉତ୍ପନ୍ନ ହେବେ। BSB BSB: I will make you exceedingly fruitful; I will make nations of you, and kings will descend from you.
7 ULB ଆମ୍ଭେ ତୁମ୍ଭ ସହିତ ଓ ତୁମ୍ଭ ଭବିଷ୍ୟତ ବଂଶ-ପରମ୍ପରା ସହିତ ଯେଉଁ ନିୟମ ସ୍ଥିର କଲୁ, ତାହା ଅନନ୍ତକାଳସ୍ଥାୟୀ ହେବ। ତହିଁରେ ଆମ୍ଭେ ତୁମ୍ଭର ଓ ତୁମ୍ଭ ଭବିଷ୍ୟତ ବଂଶର ପରମେଶ୍ୱର ହେବା। BSB BSB: I will establish My covenant as an everlasting covenant between Me and you and your descendants after you, to be your God and the God of your descendants after you.
8 ULB ପୁଣି, ତୁମ୍ଭେ ଏବେ ଏହି ଯେଉଁ କିଣାନ ଦେଶରେ ପ୍ରବାସ କରୁଅଛ, ତହିଁର ସମୁଦାୟ ଆମ୍ଭେ ତୁମ୍ଭକୁ ଓ ତୁମ୍ଭର ଭବିଷ୍ୟତ ବଂଶକୁ ଅନନ୍ତକାଳୀନ ଅଧିକାର ନିମନ୍ତେ ଦେବା ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା।” BSB BSB: And to you and your descendants I will give the land where you are residing—all the land of Canaan—as an eternal possession; and I will be their God.”
9 ULB ପରମେଶ୍ୱର ଅବ୍ରହାମଙ୍କୁ ଆହୁରି କହିଲେ, “ତୁମ୍ଭେ ଆମ୍ଭର ନିୟମ ପାଳନ କରିବ; ତୁମ୍ଭେ ଓ ତୁମ୍ଭର ଭବିଷ୍ୟତ ବଂଶ ପୁରୁଷାନୁକ୍ରମେ ତାହା ପାଳନ କରିବେ। BSB BSB: God also said to Abraham, “You must keep My covenant—you and your descendants in the generations after you.
11 ULB ତୁମ୍ଭେମାନେ ଆପଣା ଆପଣାର ଲିଙ୍ଗାଗ୍ର ଚର୍ମ ଛେଦନ କରିବ; ଆଉ ତାହା ତୁମ୍ଭମାନଙ୍କ ସହିତ ଆମ୍ଭ ନିୟମର ଚିହ୍ନ ହେବ। BSB BSB: You are to circumcise the flesh of your foreskin, and this will be a sign of the covenant between Me and you.
12 ULB ପୁରୁଷାନୁକ୍ରମେ ତୁମ୍ଭମାନଙ୍କ ପ୍ରତ୍ୟେକ ପୁତ୍ର ସନ୍ତାନର ଆଠ ଦିନ ବୟସରେ ସୁନ୍ନତ ହେବ। ପୁଣି, ଯେଉଁମାନେ ତୁମ୍ଭର ବଂଶ ନୁହନ୍ତି, ଏପରି ବିଦେଶୀୟ ଯେଉଁ ଲୋକ ତୁମ୍ଭ ଗୃହରେ ଜାତ ଅଥବା ମୂଲ୍ୟରେ କ୍ରୀତ ହୁଏ, ତାହାର ମଧ୍ୟ ସୁନ୍ନତ ହେବ। BSB BSB: Generation after generation, every male must be circumcised when he is eight days old, including those born in your household and those purchased from a foreigner—even those who are not your offspring.
13 ULB ପୁଣି, ତୁମ୍ଭର ଗୃହଜାତ ଅଥବା ମୂଲ୍ୟକ୍ରୀତ ଲୋକର ସୁନ୍ନତ ଅବଶ୍ୟ କର୍ତ୍ତବ୍ୟ; ତହିଁରେ ଅନନ୍ତକାଳ ନିମିତ୍ତ ତୁମ୍ଭମାନଙ୍କ ମାଂସରେ ଆମ୍ଭ ନିୟମର ଚିହ୍ନ ଥିବ। BSB BSB: Whether they are born in your household or purchased, they must be circumcised. My covenant in your flesh will be an everlasting covenant.
14 ULB ମାତ୍ର ଯାହାର ଲିଙ୍ଗାଗ୍ର ଚର୍ମର ଛେଦନ ହେବ ନାହିଁ, ଏପରି ଯେ ଅସୁନ୍ନତ ପୁରୁଷ, ସେ ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ; ସେ ଆମ୍ଭର ନିୟମ ଲଙ୍ଘନ କଲା।” BSB BSB: But if any male is not circumcised, he will be cut off from his people; he has broken My covenant.”
15 ULB ତହିଁ ଉତ୍ତାରୁ ପରମେଶ୍ୱର ଅବ୍ରହାମଙ୍କୁ କହିଲେ, “ତୁମ୍ଭେ ଆପଣା ଭାର୍ଯ୍ୟା ସାରୀକୁ ଆଉ ସାରୀ ବୋଲି ଡାକ ନାହିଁ; ତାହାର ନାମ ସାରା ହେଲା। BSB BSB: Then God said to Abraham, “As for Sarai your wife, do not call her Sarai, for her name is to be Sarah.
16 ULB ଆମ୍ଭେ ତାହାକୁ ଆଶୀର୍ବାଦ କରିବା ଓ ତାହାଠାରୁ ତୁମ୍ଭକୁ ଗୋଟିଏ ପୁତ୍ର ଦେବା; ଆମ୍ଭେ ତାହାକୁ ଆଶୀର୍ବାଦ କରିବା, ସେ ନାନା ଗୋଷ୍ଠୀର ଆଦିମାତା ହେବ, ତାହାଠାରୁ ନାନାଦେଶୀୟ ରାଜାଗଣ ଉତ୍ପନ୍ନ ହେବେ।” BSB BSB: And I will bless her and will surely give you a son by her. I will bless her, and she will be the mother of nations; kings of peoples will descend from her.”
17 ULB ସେତେବେଳେ ଅବ୍ରହାମ ମୁହଁ ମାଡ଼ି ପଡ଼ି ହସିଲେ, ପୁଣି, ମନେ ମନେ କହିଲେ, “ପୁରୁଷର ଶହେ ବର୍ଷ ବୟସରେ କି ସନ୍ତାନ ଜାତ ହେବ? ନବେ ବର୍ଷ ବୟସ୍କା ସାରା କି ପ୍ରସବ କରିବ?” BSB BSB: Abraham fell facedown. Then he laughed and said to himself, “Can a child be born to a man who is a hundred years old? Can Sarah give birth at the age of ninety?”
19 ULB ସେତେବେଳେ ପରମେଶ୍ୱର କହିଲେ, “ତୁମ୍ଭର ଭାର୍ଯ୍ୟା ସାରା ତୁମ୍ଭ ନିମନ୍ତେ ନିଶ୍ଚୟ ପୁତ୍ର ପ୍ରସବ କରିବ, ପୁଣି, ତୁମ୍ଭେ ତାହାର ନାମ ଇସ୍ହାକ ରଖିବ, ପୁଣି, ଆମ୍ଭେ ତାହା ସହିତ ଆପଣା ନିୟମ ସ୍ଥିର କରିବା; ତାହା ତାହାର ଭବିଷ୍ୟତ ବଂଶ ପକ୍ଷରେ ଚିରସ୍ଥାୟୀ ନିୟମ ହେବ। BSB BSB: But God replied, “Your wife Sarah will indeed bear you a son, and you are to name him Isaac. I will establish My covenant with him as an everlasting covenant for his descendants after him.
21 ULB ମାତ୍ର ଆଗାମୀ ବର୍ଷର ଏହି ସମୟରେ ସାରାର ଗର୍ଭରୁ ଯେଉଁ ଇସ୍ହାକ ଜନ୍ମିବ, ତାହା ସହିତ ଆମ୍ଭେ ଆପଣା ନିୟମ ସ୍ଥିର କରିବା।” BSB BSB: But I will establish My covenant with Isaac, whom Sarah will bear to you at this time next year.”
22 ULB ଏହି ପ୍ରକାରେ କଥାବାର୍ତ୍ତା ଶେଷ କରି ପରମେଶ୍ୱର ଅବ୍ରହାମଙ୍କ ନିକଟରୁ ଉର୍ଦ୍ଧ୍ୱଗମନ କଲେ। BSB BSB: When He had finished speaking with Abraham, God went up from him.
23 ULB ଏଥିଉତ୍ତାରେ ଅବ୍ରହାମ ଆପଣା ପୁତ୍ର ଇଶ୍ମାୟେଲକୁ ଓ ଆପଣା ଗୃହଜାତ ଓ ମୂଲ୍ୟକ୍ରୀତ ସମସ୍ତ ଲୋକଙ୍କୁ, ଅର୍ଥାତ୍ ଅବ୍ରହାମଙ୍କର ଗୃହସ୍ଥିତ ପ୍ରତ୍ୟେକ ପୁରୁଷକୁ ଘେନି ପରମେଶ୍ୱରଙ୍କ ଆଜ୍ଞାନୁସାରେ ସେହି ଦିନ ସମସ୍ତଙ୍କ ଲିଙ୍ଗାଗ୍ର ଚର୍ମ ଛେଦନ କଲେ। BSB BSB: On that very day Abraham took his son Ishmael and all those born in his household or purchased with his money—every male among the members of Abraham’s household—and he circumcised them, just as God had told him.
24 ULB ଅବ୍ରହାମଙ୍କର ଅନେଶ୍ୱତ ବର୍ଷ ବୟସରେ ତାଙ୍କର ଲିଙ୍ଗାଗ୍ର ଚର୍ମ ଛେଦନ ହେଲା। BSB BSB: So Abraham was ninety-nine years old when he was circumcised,
25 ULB ପୁଣି, ତାଙ୍କର ପୁତ୍ର ଇଶ୍ମାୟେଲର ତେର ବର୍ଷ ବୟସରେ ଲିଙ୍ଗାଗ୍ର ଚର୍ମ ଛେଦନ ହେଲା। BSB BSB: and his son Ishmael was thirteen;
26 ULB ଏହିରୂପେ ଏକ ଦିନରେ ଅବ୍ରହାମଙ୍କର ଓ ତାଙ୍କ ପୁତ୍ର ଇଶ୍ମାୟେଲର ସୁନ୍ନତ ହେଲା। BSB BSB: Abraham and his son Ishmael were circumcised on the same day.
27 ULB ପୁଣି, ତାଙ୍କ ଗୃହଜାତ ଓ ବିଦେଶୀୟମାନଙ୍କ ନିକଟରୁ ମୂଲ୍ୟକ୍ରୀତ ତାଙ୍କ ଗୃହସ୍ଥ ସମସ୍ତ ପୁରୁଷର ସୁନ୍ନତ ହେଲା। BSB BSB: And all the men of Abraham’s household—both servants born in his household and those purchased from foreigners—were circumcised with him.