1 ULB ଏଥିଉତ୍ତାରେ ସନ୍ଧ୍ୟା ବେଳେ ସେହି ଦୁଇ ସ୍ୱର୍ଗଦୂତ ସଦୋମରେ ଉପସ୍ଥିତ ହେଲେ; ସେତେବେଳେ ଲୋଟ ସଦୋମ ନଗରର ଦ୍ୱାରରେ ଉପବିଷ୍ଟ ଥିବାରୁ ସେମାନଙ୍କୁ ଦେଖି ସେମାନଙ୍କ ସହିତ ସାକ୍ଷାତ କରିବାକୁ ଉଠିଲା, ପୁଣି, ଭୂମିଷ୍ଠ ପ୍ରଣାମ କରି କହିଲା BSB BSB: Now the two angels arrived at Sodom in the evening, and Lot was sitting in the gateway of the city. When Lot saw them, he got up to meet them, bowed facedown,
2 ULB “ହେ ମୋହର ପ୍ରଭୁମାନେ, ମୁଁ ବିନୟ କରୁଅଛି, ଆଜି ରାତ୍ର ଆପଣମାନଙ୍କ ଏହି ଦାସର ଗୃହରେ ପଦାର୍ପଣ କରି ବାସ କରନ୍ତୁ ଓ ପାଦ ପ୍ରକ୍ଷାଳନ କରନ୍ତୁ; ତହୁଁ ସକାଳୁ ଉଠି ଯାତ୍ରା କରିବେ।” ତହିଁରେ ସେମାନେ କହିଲେ, “ନା; ଆମ୍ଭେମାନେ ଦାଣ୍ଡରେ ସମସ୍ତ ରାତ୍ରି କ୍ଷେପଣ କରିବୁ।” BSB BSB: and said, “My lords, please turn aside into the house of your servant; wash your feet and spend the night. Then you can rise early and go on your way.” “No,” they answered, “we will spend the night in the square.”
3 ULB ମାତ୍ର ଲୋଟ ଅତିଶୟ ବଳାଇବାରୁ ସେମାନେ ତାହା ସହିତ ଯାଇ ତାହାର ଘରେ ପ୍ରବେଶ କଲେ; ତହୁଁ ସେ ସେମାନଙ୍କର ପାଇଁ ତାଡ଼ିଶୂନ୍ୟ ରୁଟି ଆଦି ଖାଦ୍ୟଦ୍ରବ୍ୟ ପ୍ରସ୍ତୁତ କରନ୍ତେ, ସେମାନେ ଭୋଜନ କଲେ। BSB BSB: But Lot insisted so strongly that they followed him into his house. He prepared a feast for them and baked unleavened bread, and they ate.
4 ULB ମାତ୍ର ସେମାନେ ଶୟନ କରିବା ପୂର୍ବେ ସେହି ନଗରର ଲୋକମାନେ, ଅର୍ଥାତ୍, ସଦୋମର ଯୁବାବୃଦ୍ଧାଦି ସମସ୍ତ ଲୋକ ଚାରିଆଡ଼ୁ ଆସି ତାହାର ଘର ଘେରିଲେ। BSB BSB: Before they had gone to bed, all the men of the city of Sodom, both young and old, surrounded the house.
5 ULB ପୁଣି, ଲୋଟକୁ ଡାକି କହିଲେ, “ଆଜି ରାତ୍ରିରେ ଯେଉଁ ମନୁଷ୍ୟମାନେ ତୁମ୍ଭ ଘରକୁ ଆସିଲେ, ସେମାନେ କାହାନ୍ତି? ସେମାନଙ୍କୁ ବାହାର କରି ଆମ୍ଭମାନଙ୍କ ପାଖକୁ ଆଣ। ଆମ୍ଭେମାନେ ସେମାନଙ୍କଠାରେ ଉପଗତ ହେବା।” BSB BSB: They called out to Lot, saying, “Where are the men who came to you tonight? Send them out to us so we can have relations with them!”
6 ULB ତହିଁରେ ଲୋଟ ବାହାରକୁ ଆସି ଦ୍ୱାର ବନ୍ଦ କରି କହିଲା, BSB BSB: Lot went outside to meet them, shutting the door behind him.
7 ULB “ହେ ଭାଇମାନେ, ମୁଁ ବିନୟ କରୁଅଛି, ଏପରି କୁବ୍ୟବହାର କର ନାହିଁ। BSB BSB: “Please, my brothers,” he pleaded, “don’t do such a wicked thing!
9 ULB ସେତେବେଳେ ସେମାନେ କହିଲେ, “ଘୁଞ୍ଚି ଯା।” ପୁଣି କହିଲେ, “ଏ ଲୋକଟା ଆମ୍ଭମାନଙ୍କ ମଧ୍ୟରେ ପ୍ରବାସ କରିବାକୁ ଆସି ଆମ୍ଭମାନଙ୍କର ବିଚାରକର୍ତ୍ତା ହେବାକୁ ଚାହେଁ; ଏବେ ସେମାନଙ୍କଠାରୁ ତୋ’ ପ୍ରତି ଆହୁରି କୁବ୍ୟବହାର କରିବା।” ତହୁଁ ସେମାନେ ସେହି ମନୁଷ୍ୟ, ଅର୍ଥାତ୍, ଲୋଟ ପ୍ରତି ବଳ ପ୍ରୟୋଗ କରି କବାଟ ଭାଙ୍ଗିବାକୁ ଗଲେ। BSB BSB: “Get out of the way!” they replied. And they declared, “This one came here as a foreigner, and he is already acting like a judge! Now we will treat you worse than them.” And they pressed in on Lot and moved in to break down the door.
10 ULB ମାତ୍ର ସେହି ଦୁଇ ଜଣ ହସ୍ତ ବଢ଼ାଇ ଲୋଟକୁ ଗୃହ ମଧ୍ୟରେ ଆପଣାମାନଙ୍କ ନିକଟକୁ ଟାଣି ନେଇ ଦ୍ୱାର ବନ୍ଦ କଲେ। BSB BSB: But the men inside reached out, pulled Lot into the house with them, and shut the door.
11 ULB ପୁଣି, ଦ୍ୱାର ନିକଟବର୍ତ୍ତୀ ସାନ ଓ ବଡ଼ ସମସ୍ତଙ୍କୁ ଅନ୍ଧ କରାଇଲେ; ତହିଁରେ ସେମାନେ ଦ୍ୱାର ଖୋଜୁ ଖୋଜୁ ପରିଶ୍ରାନ୍ତ ହେଲେ। BSB BSB: And they struck the men at the entrance, young and old, with blindness, so that they wearied themselves trying to find the door.
12 ULB ଏଥିଉତ୍ତାରେ ସେହି ବ୍ୟକ୍ତିମାନେ ଲୋଟକୁ କହିଲେ, “ଏସ୍ଥାନରେ ତୁମ୍ଭର ଆଉ କିଏ କିଏ ଅଛନ୍ତି? ଜୁଆଁଇ ଓ ତୁମ୍ଭର ପୁତ୍ରକନ୍ୟାଦି ଯେତେ ଲୋକ ଏ ନଗରରେ ଅଛନ୍ତି, ସେ ସମସ୍ତଙ୍କୁ ଏସ୍ଥାନରୁ ନେଇଯାଅ; BSB BSB: Then the two men said to Lot, “Do you have anyone else here—a son-in-law, your sons or daughters, or anyone else in the city who belongs to you? Get them out of here,
13 ULB ଯେହେତୁ ଆମ୍ଭେମାନେ ଏ ସ୍ଥାନ ଉଚ୍ଛିନ୍ନ କରିବା। ସଦାପ୍ରଭୁଙ୍କ ଛାମୁରେ ଏ ନଗର ବିରୁଦ୍ଧରେ ମହାକ୍ରନ୍ଦନ ଉଠିଅଛି, ଏଣୁ ସଦାପ୍ରଭୁ ଏହି ନଗର ଉଚ୍ଛିନ୍ନ କରିବା ପାଇଁ ଆମ୍ଭମାନଙ୍କୁ ପଠାଇ ଅଛନ୍ତି।” BSB BSB: because we are about to destroy this place. For the outcry to the LORD against its people is so great that He has sent us to destroy it.”
14 ULB ତହୁଁ ଲୋଟ ବାହାରକୁ ଯାଇ ଆପଣା କନ୍ୟାମାନଙ୍କ ସହିତ ବିବାହ କରିବାକୁ ଉଦ୍ୟତ ଜୁଆଁଇମାନଙ୍କୁ କହିଲା, “ଉଠ, ଏଠାରୁ ବାହାର ହୁଅ, ସଦାପ୍ରଭୁ ଏ ନଗର ଉଚ୍ଛିନ୍ନ କରିବେ,” ମାତ୍ର ଜୁଆଁଇମାନେ ତାହାକୁ ପରିହାସକ ପରି ମଣିଲେ। BSB BSB: So Lot went out and spoke to the sons-in-law who were pledged in marriage to his daughters. “Get up,” he said. “Get out of this place, for the LORD is about to destroy the city!” But his sons-in-law thought he was joking.
15 ULB ଆରଦିନ ପ୍ରଭାତ ହୁଅନ୍ତେ, ଦୂତମାନେ ଲୋଟକୁ ଚଞ୍ଚଳ କରାଇ କହିଲେ, “ଉଠ, ଆପଣାର ଭାର୍ଯ୍ୟା ଓ ଏହି ଯେଉଁ ଦୁଇ କନ୍ୟା ଏଠାରେ ଅଛନ୍ତି, ସେମାନଙ୍କୁ ଘେନିଯାଅ; ନୋହିଲେ ନଗରର ଦଣ୍ଡରେ ବିନଷ୍ଟ ହେବ।” BSB BSB: At daybreak the angels hurried Lot along, saying, “Get up! Take your wife and your two daughters who are here, or you will be swept away in the punishment of the city.”
17 ULB ଏହିରୂପେ ସେମାନଙ୍କୁ ବାହାର କରି ଆଣିଲା ଉତ୍ତାରେ ସେମାନଙ୍କ ମଧ୍ୟରୁ ଜଣେ ଲୋଟକୁ କହିଲା, “ପ୍ରାଣରକ୍ଷା ନିମନ୍ତେ ପଳାଅ; ପଛଆଡ଼କୁ ଦୃଷ୍ଟି କର ନାହିଁ ଓ ଏହି ସମସ୍ତ ପ୍ରାନ୍ତର ମଧ୍ୟରେ ହେଁ ରୁହ ନାହିଁ; ପର୍ବତକୁ ପଳାଇ ଯାଅ; ନୋହିଲେ ବିନଷ୍ଟ ହେବ।” BSB BSB: As soon as the men had brought them out, one of them said, “Run for your lives! Do not look back, and do not stop anywhere on the plain! Flee to the mountains, or you will be swept away!”
18 ULB ତହିଁରେ ଲୋଟ ଉତ୍ତର କଲା, “ହେ ମୋହର ପ୍ରଭୁ, ଏପରି ନ ହେଉ; BSB BSB: But Lot replied, “No, my lords, please!
19 ULB ଏବେ ଏହି ଦାସ ପ୍ରତି ଅନୁଗ୍ରହ ଓ ମହା ଦୟା କରି ପ୍ରାଣରକ୍ଷା କଲେ; ମୁଁ ପର୍ବତକୁ ପଳାଇ ଯାଇ ନ ପାରେ; କେଜାଣି ବିପଦ ଘଟିଲେ ମରିଯିବି। BSB BSB: Your servant has indeed found favor in your sight, and you have shown me great kindness by sparing my life. But I cannot run to the mountains; the disaster will overtake me, and I will die.
20 ULB ଦେଖନ୍ତୁ, ପଳାଇ ଯିବାକୁ ସେହି ନଗର ନିକଟବର୍ତ୍ତୀ, ତାହା କ୍ଷୁଦ୍ର; ସେହି ସ୍ଥାନକୁ ପଳାଇବାକୁ ଆଜ୍ଞା କରନ୍ତୁ, ତହିଁରେ ମୋହର ପ୍ରାଣ ବଞ୍ଚିବ; ତାହା କି କ୍ଷୁଦ୍ର ନୁହେଁ?” BSB BSB: Look, there is a town nearby where I can flee, and it is a small place. Please let me flee there—is it not a small place? Then my life will be saved.”
21 ULB ତହୁଁ ସେ କହିଲେ, “ଭଲ, ଆମ୍ଭେ ଏ ବିଷୟରେ ତୁମ୍ଭ ପ୍ରତି ଅନୁଗ୍ରହ କରି, ସେହି ଯେଉଁ ନଗରର କଥା ତୁମ୍ଭେ କହିଲ, ତାହା ଉତ୍ପାଟନ କରିବା ନାହିଁ। BSB BSB: “Very well,” he answered, “I will grant this request as well, and will not demolish the town you indicate.
22 ULB ତୁମ୍ଭେ ଶୀଘ୍ର ସେହି ସ୍ଥାନକୁ ପଳାଅ, ଯେହେତୁ ତୁମ୍ଭେ ସେଠାରେ ଉପସ୍ଥିତ ନ ହେଲେ, ଆମ୍ଭେ କିଛି କରି ନ ପାରୁ।” ଏଣୁ ସେହି ସ୍ଥାନର ନାମ ସୋୟର ହେଲା। BSB BSB: Hurry! Run there quickly, for I cannot do anything until you reach it.” That is why the town was called Zoar.
23 ULB ଏଥିଉତ୍ତାରେ ଦେଶରେ ସୂର୍ଯ୍ୟୋଦୟ ହୁଅନ୍ତେ, ଲୋଟ ସୋୟରରେ ପ୍ରବେଶ କଲା। BSB BSB: And by the time the sun had risen over the land, Lot had reached Zoar.
25 ULB ସେହି ସମୁଦାୟ ନଗର ଓ ପ୍ରାନ୍ତର ଓ ତନ୍ମଧ୍ୟସ୍ଥିତ ଲୋକ ଓ ସେହି ଭୂମିରେ ଜାତ ସକଳ ପଦାର୍ଥ ଉତ୍ପାଟନ କଲେ। BSB BSB: Thus He destroyed these cities and the entire plain, including all the inhabitants of the cities and everything that grew on the ground.
26 ULB ସେହି ସମୟରେ ଲୋଟର ଭାର୍ଯ୍ୟା ପଛଆଡ଼କୁ ଅନାଇବାରୁ ସେ ଲବଣ ସ୍ତମ୍ଭ ହେଲା। BSB BSB: But Lot’s wife looked back, and she became a pillar of salt.
27 ULB ଆଉ ଅବ୍ରହାମ ପ୍ରଭାତରୁ ଉଠି ପୂର୍ବେ ଯେଉଁ ସ୍ଥାନରେ ସଦାପ୍ରଭୁଙ୍କ ଛାମୁରେ ଠିଆ ହୋଇଥିଲେ, ସେହି ସ୍ଥାନରେ ଉପସ୍ଥିତ ହୋଇ BSB BSB: Early the next morning, Abraham got up and returned to the place where he had stood before the LORD.
28 ULB ସଦୋମ ଓ ହମୋରା ଓ ପ୍ରାନ୍ତରସ୍ଥ ସମସ୍ତ ଅଞ୍ଚଳ ପ୍ରତି ଅନାନ୍ତେ, ସେହି ଦେଶରୁ ଭାଟୀର ଧୂମ ତୁଲ୍ୟ ଧୂମ ଉଠିବାର ଦେଖିଲେ। BSB BSB: He looked down toward Sodom and Gomorrah and all the land of the plain, and he saw the smoke rising from the land like smoke from a furnace.
29 ULB ଏହିରୂପେ ସେହି ପ୍ରାନ୍ତରସ୍ଥିତ ସମସ୍ତ ନଗରର ବିନାଶ ସମୟରେ ପରମେଶ୍ୱର ଅବ୍ରହାମଙ୍କୁ ସ୍ମରଣ କଲେ, ପୁଣି, ଲୋଟ ଯେଉଁ ଯେଉଁ ନଗରରେ ବାସ କରିଥିଲା, ସେହି ସେହି ନଗରର ଉତ୍ପାଟନ ସମୟରେ ଉତ୍ପାଟନ ମଧ୍ୟରୁ ଲୋଟକୁ ବାହାର କଲେ। BSB BSB: So when God destroyed the cities of the plain, He remembered Abraham, and He brought Lot out of the catastrophe that destroyed the cities where he had lived.
32 ULB ଆସ, ଆମ୍ଭେମାନେ ପିତାଙ୍କୁ ଦ୍ରାକ୍ଷାରସ ପାନ କରାଇ ପିତାଙ୍କ ବଂଶ ରକ୍ଷା ନିମିତ୍ତ ତାଙ୍କ ସଙ୍ଗେ ଶୟନ କରିବା।” BSB BSB: Come, let us get our father drunk with wine so we can sleep with him and preserve his line.”
33 ULB ତହୁଁ ସେହି ରାତ୍ରରେ ସେମାନେ ଆପଣା ପିତାଙ୍କୁ ଦ୍ରାକ୍ଷାରସ ପାନ କରାନ୍ତେ, ଜ୍ୟେଷ୍ଠା କନ୍ୟା ଉଠି ଯାଇ ପିତା ସଙ୍ଗେ ଶୟନ କଲା; ମାତ୍ର ତାହାର ଶୟନ କରିବାର ଓ ଉଠିଯିବାର ଲୋଟ ଜାଣି ପାରିଲା ନାହିଁ। BSB BSB: So that night they got their father drunk with wine, and the firstborn went in and slept with her father; he was not aware when she lay down or when she got up.
34 ULB ଆର ଦିନ ସେହି ଜ୍ୟେଷ୍ଠା କନ୍ୟା କନିଷ୍ଠାକୁ କହିଲା, “ଦେଖ, ମୁଁ ଗତ ରାତ୍ର ପିତାଙ୍କ ସଙ୍ଗରେ ଶୟନ କଲି, ଆସ, ଆଜ ରାତ୍ର ମଧ୍ୟ ପିତାଙ୍କୁ ଦ୍ରାକ୍ଷାରସ ପାନ କରାଉ; ତହୁଁ ତୁମ୍ଭେ ଯାଇ ପିତାଙ୍କ ବଂଶ ରକ୍ଷାର୍ଥେ ତାଙ୍କ ସଙ୍ଗେ ଶୟନ କର।” BSB BSB: The next day the older daughter said to the younger, “Look, I slept with my father last night. Let us get him drunk with wine again tonight so you can go in and sleep with him and we can preserve our father’s line.”
35 ULB ତହିଁରେ ସେମାନେ ସେହି ରାତ୍ରିରେ ମଧ୍ୟ ପିତାଙ୍କୁ ଦ୍ରାକ୍ଷାରସ ପାନ କରାନ୍ତେ, କନିଷ୍ଠା କନ୍ୟା ଉଠି ତାହା ସଙ୍ଗେ ଶୟନ କଲା; ମାତ୍ର ତାହାର ଶୟନ କରିବାର ଓ ଉଠିଯିବାର ଲୋଟ ଜାଣି ପାରିଲା ନାହିଁ। BSB BSB: So again that night they got their father drunk with wine, and the younger daughter went in and slept with him; he was not aware when she lay down or when she got up.
36 ULB ଏହିରୂପେ ଲୋଟର ଦୁଇ କନ୍ୟା ଆପଣା ପିତା ଦ୍ୱାରା ଗର୍ଭବତୀ ହେଲେ। BSB BSB: Thus both of Lot’s daughters became pregnant by their father.
37 ULB ଏଥିଉତ୍ତାରେ ଜ୍ୟେଷ୍ଠା କନ୍ୟା ପୁତ୍ର ପ୍ରସବ କରି ତାହାର ନାମ ମୋୟାବ ଦେଲା; ସେ ବର୍ତ୍ତମାନ କାଳର ମୋୟାବୀୟ ଲୋକମାନଙ୍କର ଆଦିପିତା। BSB BSB: The older daughter gave birth to a son and named him Moab. He is the father of the Moabites of today.
38 ULB ପୁଣି, କନିଷ୍ଠା କନ୍ୟା ପୁତ୍ର ପ୍ରସବ କରି ତାହାର ନାମ ବିନ-ଅମ୍ମି ଦେଲା; ସେ ବର୍ତ୍ତମାନ କାଳର ଅମ୍ମୋନୀୟ ଲୋକମାନଙ୍କର ଆଦିପିତା। BSB BSB: The younger daughter also gave birth to a son, and she named him Ben-ammi. He is the father of the Ammonites of today.