1 ULB ଏହିରୂପେ ଆକାଶମଣ୍ଡଳ ଓ ପୃଥିବୀର, ପୁଣି, ସେହି ଦୁଇସ୍ଥିତ ସମସ୍ତ ବସ୍ତୁର ସୃଷ୍ଟି ସମାପ୍ତ ହେଲା। BSB BSB: Thus the heavens and the earth were completed in all their vast array.
2 ULB ପରମେଶ୍ୱର ସପ୍ତମ ଦିନରେ ଆପଣାର କାର୍ଯ୍ୟ ସମାପ୍ତ କରି ସେହି ସପ୍ତମ ଦିନରେ ଆପଣାର କୃତ ସମସ୍ତ କାର୍ଯ୍ୟରୁ ବିଶ୍ରାମ କଲେ। BSB BSB: And by the seventh day God had finished the work He had been doing; so on that day He rested from all His work.
3 ULB ପୁଣି, ପରମେଶ୍ୱର ସପ୍ତମ ଦିନକୁ ଆଶୀର୍ବାଦ କରି ପବିତ୍ର କଲେ। ଯେହେତୁ ସେହି ଦିନରେ ପରମେଶ୍ୱର ସୃଷ୍ଟିକରଣରୂପ ଆପଣାର କୃତ ସମସ୍ତ କାର୍ଯ୍ୟରୁ ବିଶ୍ରାମ କଲେ। BSB BSB: Then God blessed the seventh day and sanctified it, because on that day He rested from all the work of creation that He had accomplished.
5 ULB ସେହି ସମୟରେ କ୍ଷେତ୍ରରେ କୌଣସି ତୃଣ ନ ଥିଲା ଓ ଭୂମିରେ କୌଣସି ଶାକ ନ ଥିଲା; ଯେହେତୁ ସଦାପ୍ରଭୁ ପରମେଶ୍ୱର ପୃଥିବୀରେ ବୃଷ୍ଟି କରାଇ ନ ଥିଲେ, ଆଉ କୃଷିକର୍ମ କରିବାକୁ ମନୁଷ୍ୟ ହିଁ ନ ଥିଲା। BSB BSB: Now no shrub of the field had yet appeared on the earth, nor had any plant of the field sprouted, for the LORD God had not yet sent rain upon the earth, and there was no man to cultivate the ground.
6 ULB ପୁଣି, ପୃଥିବୀରୁ ଏକ କୁହୁଡ଼ି ଉଠି ସମସ୍ତ ଭୂମିରେ ଜଳ ସିଞ୍ଚିଲା। BSB BSB: But springs welled up from the earth and watered the whole surface of the ground.
8 ULB ଆଉ ସଦାପ୍ରଭୁ ପରମେଶ୍ୱର ପୂର୍ବଦିଗସ୍ଥ ଏଦନ ନାମକ ସ୍ଥାନରେ ଏକ ଉଦ୍ୟାନ ପ୍ରସ୍ତୁତ କରି ସେଠାରେ ସ୍ୱନିର୍ମିତ ମନୁଷ୍ୟକୁ ରଖିଲେ। BSB BSB: And the LORD God planted a garden in Eden, in the east, where He placed the man He had formed.
9 ULB ସଦାପ୍ରଭୁ ପରମେଶ୍ୱର ସେହି ଭୂମିରୁ ନାନାଜାତୀୟ ସୁଦୃଶ୍ୟ ଓ ସୁଖାଦ୍ୟ ବୃକ୍ଷ, ପୁଣି, ସେହି ଉଦ୍ୟାନର ମଧ୍ୟସ୍ଥାନରେ ଅମୃତ ବୃକ୍ଷ ଓ ସଦସତ୍ ଜ୍ଞାନଦାୟକ ବୃକ୍ଷ ଉତ୍ପନ୍ନ କଲେ। BSB BSB: Out of the ground the LORD God gave growth to every tree that is pleasing to the eye and good for food. And in the middle of the garden were the tree of life and the tree of the knowledge of good and evil.
10 ULB ଉଦ୍ୟାନରେ ଜଳସେଚନାର୍ଥେ ଏଦନରୁ ଗୋଟିଏ ନଦୀ ନିର୍ଗତ ହୋଇ ସେହି ସ୍ଥାନରୁ ଭିନ୍ନ ଭିନ୍ନ ଚାରିଧାର ହେଲା। BSB BSB: Now a river flowed out of Eden to water the garden, and from there it branched into four headwaters:
11 ULB ପ୍ରଥମ ନଦୀର ନାମ ପିଶୋନ; ତାହା ସ୍ୱର୍ଣ୍ଣୋତ୍ପାଦକ ହବୀଲା ଦେଶସମୂହକୁ ବେଷ୍ଟନ କରେ। BSB BSB: The name of the first river is the Pishon; it winds through the whole land of Havilah, where there is gold.
12 ULB ସେହି ଦେଶର ସୁବର୍ଣ୍ଣ ଉତ୍ତମ, ପୁଣି, ସେଠାରେ ମୁକ୍ତା ଓ ଗୋମେଦକ ମଣି ଜନ୍ମଇ। BSB BSB: And the gold of that land is pure, and bdellium and onyx are found there.
13 ULB ଦ୍ୱିତୀୟ ନଦୀର ନାମ ଗୀହୋନ; ଏହା ସମସ୍ତ କୂଶ ଦେଶ ବେଷ୍ଟନ କରେ। BSB BSB: The name of the second river is the Gihon; it winds through the whole land of Cush.
14 ULB ତୃତୀୟ ନଦୀର ନାମ ହିଦ୍ଦେକଲ, ଏହା ପୂର୍ବ ଅଶୂରୀୟ ଦେଶର ସମ୍ମୁଖ ଦେଇ ଗମନ କରେ। ଚତୁର୍ଥ ନଦୀର ନାମ ଫରାତ୍। BSB BSB: The name of the third river is the Tigris; it runs along the east side of Assyria. And the fourth river is the Euphrates.
15 ULB ପୁଣି, ସଦାପ୍ରଭୁ ପରମେଶ୍ୱର ସେହି ମନୁଷ୍ୟକୁ ନେଇ ଏଦନ ଉଦ୍ୟାନକୁ ସୁସଜ୍ଜିତ ଓ ରକ୍ଷା କରିବା ପାଇଁ ନିଯୁକ୍ତ କଲେ। BSB BSB: Then the LORD God took the man and placed him in the Garden of Eden to cultivate and keep it.
17 ULB ମାତ୍ର, ସଦସତ୍ ଜ୍ଞାନଦାୟକ ବୃକ୍ଷର ଫଳ ଭୋଜନ କରିବ ନାହିଁ, ଯେହେତୁ ଯେଉଁ ଦିନ ତାହା ଖାଇବ, ସେହି ଦିନ ନିତାନ୍ତ ମରିବ।” BSB BSB: but you must not eat from the tree of the knowledge of good and evil; for in the day that you eat of it, you will surely die.”
20 ULB ଏହିରୂପେ ଆଦମ ପଶୁ, ଖେଚର ପକ୍ଷୀ ଓ ବିଲର ପ୍ରତ୍ୟେକ ଜନ୍ତୁର ନାମ ଦେଲେ; ମାତ୍ର, ମନୁଷ୍ୟ ନିମନ୍ତେ ତାଙ୍କର ଅନୁରୂପ ସହକାରିଣୀ ଦେଖାଗଲା ନାହିଁ। BSB BSB: The man gave names to all the livestock, to the birds of the air, and to every beast of the field. But for Adam no suitable helper was found.
21 ULB ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର ଆଦମଙ୍କୁ ଘୋର ନିଦ୍ରାଗ୍ରସ୍ତ କରାଇ ସେହି ନିଦ୍ରା ସମୟରେ ତାଙ୍କର ଖଣ୍ଡେ ପଞ୍ଜରା ନେଇ ମାଂସ ଦ୍ୱାରା ସେହି ସ୍ଥାନ ପୂର୍ଣ୍ଣ କଲେ। BSB BSB: So the LORD God caused the man to fall into a deep sleep, and while he slept, He took one of the man’s ribs and closed up the area with flesh.
22 ULB ଆଉ ସଦାପ୍ରଭୁ ପରମେଶ୍ୱର ଆଦମଙ୍କଠାରୁ ଯେଉଁ ପଞ୍ଜରା ଖଣ୍ଡିକ ନେଲେ, ତଦ୍ଦ୍ୱାରା ଏକ ସ୍ତ୍ରୀ ନିର୍ମାଣ କରି ଆଦମଙ୍କ ନିକଟକୁ ଆଣିଲେ। BSB BSB: And from the rib that the LORD God had taken from the man, He made a woman and brought her to him.
23 ULB ତହୁଁ ଆଦମ କହିଲେ, “ଏଥର ହେଲା; ଏ ମୋହର ଅସ୍ଥିର ଅସ୍ଥି ଓ ମାଂସର ମାଂସ; ଏହାର ନାମ ନାରୀ, ଯେହେତୁ ଏ ନରଠାରୁ ନୀତା ହୋଇଅଛି।” BSB BSB: And the man said: “This is now bone of my bones and flesh of my flesh; she shall be called ‘woman,’ for out of man she was taken.”
25 ULB ଆଦମ ଓ ତାଙ୍କର ଭାର୍ଯ୍ୟା, ଦୁହେଁ ଉଲଙ୍ଗ ଥିଲେ ହେଁ ସେମାନଙ୍କର ଲଜ୍ଜାବୋଧ ନ ଥିଲା। BSB BSB: And the man and his wife were both naked, and they were not ashamed.