1 ULB ଏଷୌର ବଂଶାବଳୀ। ତାହାର ଅନ୍ୟତମ ନାମ ଇଦୋମ୍। BSB BSB: This is the account of Esau (that is, Edom).
2 ULB ଏଷୌ କିଣାନୀୟମାନଙ୍କର ଦୁଇ କନ୍ୟାକୁ, ଅର୍ଥାତ୍, ହିତ୍ତୀୟ ଏଲୋନର କନ୍ୟା ଆଦାକୁ ଓ ଅନାର କନ୍ୟା ହିବ୍ବୀୟ ସିବୀୟୋନ୍ର ପୌତ୍ରୀ ଅହଲୀବାମାକୁ, BSB BSB: Esau took his wives from the daughters of Canaan: Adah daughter of Elon the Hittite, Oholibamah daughter of Anah and granddaughter of Zibeon the Hivite,
3 ULB ତଦ୍ଭିନ୍ନ ନବାୟୋତ୍ର ଭଗିନୀକୁ, ଅର୍ଥାତ୍, ଇଶ୍ମାୟେଲର କନ୍ୟା ବାସମତ୍କୁ ବିବାହ କଲା। BSB BSB: and Basemath daughter of Ishmael and sister of Nebaioth.
4 ULB ଏଥିଉତ୍ତାରେ ଏଷୌର ଔରସରେ ଆଦା ଇଲୀଫସ୍କୁ ଓ ବାସମତ୍ ରୁୟେଲକୁ ପ୍ରସବ କଲେ। BSB BSB: And Adah bore Eliphaz to Esau, Basemath gave birth to Reuel,
5 ULB ଆଉ ଅହଲୀବାମା, ଯିୟୂଶ୍, ଯାଲମ୍ ଓ କୋରହକୁ ପ୍ରସବ କଲା; ଏଷୌର ଏହି ସମସ୍ତ ସନ୍ତାନ କିଣାନ ଦେଶରେ ଜନ୍ମିଥିଲେ। BSB BSB: and Oholibamah gave birth to Jeush, Jalam, and Korah. These were the sons of Esau, who were born to him in the land of Canaan.
6 ULB ଏଥିଉତ୍ତାରେ ଏଷୌ ଆପଣା ଭାର୍ଯ୍ୟାଗଣ ଓ ପୁତ୍ରକନ୍ୟାଗଣ ଓ ଗୃହସ୍ଥିତ ଅନ୍ୟାନ୍ୟ ସମସ୍ତ ଲୋକଙ୍କୁ, ପୁଣି, ଆପଣାର ସମସ୍ତ ପଶ୍ୱାଦି ଓ କିଣାନ ଦେଶରେ ଉପାର୍ଜ୍ଜିତ ସମସ୍ତ ସମ୍ପତ୍ତି ଘେନି ଆପଣା ଭ୍ରାତା ଯାକୁବ ନିକଟରୁ ଅନ୍ୟ ଦେଶକୁ ପ୍ରସ୍ଥାନ କଲା। BSB BSB: Later, Esau took his wives and sons and daughters and all the people of his household, along with his livestock, all his other animals, and all the property he had acquired in Canaan, and he moved to a land far away from his brother Jacob.
7 ULB ଯେହେତୁ ସେମାନଙ୍କର ସମ୍ପତ୍ତି ପ୍ରଚୁର ଥିବାରୁ ସେମାନେ ଏକତ୍ର ବାସ କରି ପାରିଲେ ନାହିଁ, ପୁଣି, ସେମାନଙ୍କର ପଶ୍ୱାଦି ସକାଶୁ ସେହି ପ୍ରବାସ ସ୍ଥାନରେ ନିର୍ବାହ ଚଳିଲା ନାହିଁ। BSB BSB: For their possessions were too great for them to dwell together; the land where they stayed could not support them because of their livestock.
8 ULB ଏହିରୂପେ ଏଷୌ ସେୟୀର ପର୍ବତରେ ବାସ କଲା; ସେହି ଏଷୌର ଅନ୍ୟତମ ନାମ ଇଦୋମ୍। BSB BSB: So Esau (that is, Edom) settled in the area of Mount Seir.
9 ULB ଆଉ ସେୟୀର ପର୍ବତସ୍ଥ ଇଦୋମୀୟମାନଙ୍କର ପୂର୍ବପୁରୁଷ ଏଷୌର ବଂଶାବଳୀ। BSB BSB: This is the account of Esau, the father of the Edomites, in the area of Mount Seir.
10 ULB ଏଷୌର ସନ୍ତାନମାନଙ୍କର ନାମ ଏହି। ଏଷୌର ଆଦା ନାମ୍ନୀ ଭାର୍ଯ୍ୟାର ପୁତ୍ର ଇଲୀଫସ୍ ଓ ବାସମତ୍ ନାମ୍ନୀ ଭାର୍ଯ୍ୟାର ପୁତ୍ର ରୁୟେଲ। BSB BSB: These are the names of Esau’s sons: Eliphaz son of Esau’s wife Adah, and Reuel son of Esau’s wife Basemath.
11 ULB ପୁଣି, ଇଲୀଫସ୍ର ପୁତ୍ର ତୈମନ୍ ଓ ଓମାର୍ ଓ ସଫୋ ଓ ଗୟିତମ୍ ଓ କନସ୍। BSB BSB: The sons of Eliphaz were Teman, Omar, Zepho, Gatam, and Kenaz.
12 ULB ପୁଣି, ଏଷୌର ପୁତ୍ର ଇଲୀଫସ୍ର ତିମ୍ନା ନାମ୍ନୀ ଏକ ଉପପତ୍ନୀ ଥିଲା, ସେ ଇଲୀଫସ୍ ଦ୍ଵାରା ଅମାଲେକକୁ ପ୍ରସବ କଲା; ଏମାନେ ଏଷୌର ପତ୍ନୀ ଆଦାର ସନ୍ତାନ। BSB BSB: Additionally, Timna, a concubine of Esau’s son Eliphaz, gave birth to Amalek. These are the grandsons of Esau’s wife Adah.
13 ULB ରୁୟେଲର ପୁତ୍ର ନହତ୍ ଓ ସେରହ ଓ ଶମ୍ମ ଓ ମିସା, ଏମାନେ ଏଷୌର ଭାର୍ଯ୍ୟା ବାସମତ୍ର ସନ୍ତାନ। BSB BSB: These are the sons of Reuel: Nahath, Zerah, Shammah, and Mizzah. They are the grandsons of Esau’s wife Basemath.
14 ULB ପୁଣି, ସିବୀୟୋନ୍ର ପୌତ୍ରୀ ଅନାର କନ୍ୟା ଯେ ଅହଲୀବାମା, ଏଷୌର ଭାର୍ଯ୍ୟା ଥିଲା, ତାହାର ସନ୍ତାନ ଯିୟୂଶ୍ ଓ ଯାଲମ୍ ଓ କୋରହ। BSB BSB: These are the sons of Esau’s wife Oholibamah (daughter of Anah and granddaughter of Zibeon) whom she bore to Esau: Jeush, Jalam, and Korah.
15 ULB ଏଷୌର ସନ୍ତାନମାନଙ୍କ ରାଜାବଳୀ। ଏଷୌର ଜ୍ୟେଷ୍ଠ ପୁତ୍ର ଯେ ଇଲୀଫସ୍, ତାହାର ପୁତ୍ର ରାଜା ତୈମନ୍ ଓ ରାଜା ଓମାର୍ ଓ ରାଜା ସଫୋ ଓ ରାଜା କନସ୍ BSB BSB: These are the chiefs among the sons of Esau. The sons of Eliphaz the firstborn of Esau: Chiefs Teman, Omar, Zepho, Kenaz,
16 ULB ଓ ରାଜା କୋରହ ଓ ରାଜା ଗୟିତମ୍ ଓ ରାଜା ଅମାଲେକ୍; ଇଦୋମ ଦେଶରେ ଇଲୀଫସ୍ ବଂଶୀୟ ଏହି ରାଜଗଣ ଆଦାର ସନ୍ତାନ ଥିଲେ। BSB BSB: Korah, Gatam, and Amalek. They are the chiefs of Eliphaz in the land of Edom, and they are the grandsons of Adah.
17 ULB ଏଷୌର ପୁତ୍ର ରୁୟେଲର ସନ୍ତାନ ରାଜା ନହତ୍ ଓ ରାଜା ସେରହ ଓ ରାଜା ଶମ୍ମ ଓ ରାଜା ମିସା; ଇଦୋମ ଦେଶରେ ରୁୟେଲ ବଂଶୀୟ ଏହି ରାଜାମାନେ ଏଷୌର ଭାର୍ଯ୍ୟା ବାସମତ୍ର ସନ୍ତାନ ଥିଲେ। BSB BSB: These are the sons of Esau’s son Reuel: Chiefs Nahath, Zerah, Shammah, and Mizzah. They are the chiefs descended from Reuel in the land of Edom, and they are the grandsons of Esau’s wife Basemath.
18 ULB ପୁଣି, ଏଷୌର ଭାର୍ଯ୍ୟା ଅହଲୀବାମାର ସନ୍ତାନ ରାଜା ଯିୟୂଶ୍ ଓ ରାଜା ଯାଲମ୍ ଓ ରାଜା କୋରହ; ଅନାର କନ୍ୟା ଯେ ଅହଲୀବାମା, ଏଷୌର ଭାର୍ଯ୍ୟା ଥିଲା, ଏମାନେ ତାହାର ସନ୍ତାନ। BSB BSB: These are the sons of Esau’s wife Oholibamah: Chiefs Jeush, Jalam, and Korah. They are the chiefs descended from Esau’s wife Oholibamah, the daughter of Anah.
19 ULB ଏମାନେ ଏଷୌର, ଅର୍ଥାତ୍, ଇଦୋମର ସନ୍ତାନ ଓ ଏମାନେ ସେମାନଙ୍କର ରାଜା। BSB BSB: All these are the sons of Esau (that is, Edom), and they were their chiefs.
20 ULB (ପୂର୍ବକାଳର) ସେହି ଦେଶନିବାସୀ ହୋରୀୟ ସେୟୀରର ସନ୍ତାନ ଲୋଟନ୍ ଓ ଶୋବଲ୍ ଓ ସିବୀୟୋନ୍ ଓ ଅନା BSB BSB: These are the sons of Seir the Horite, who were living in the land: Lotan, Shobal, Zibeon, Anah,
21 ULB ଓ ଦିଶୋନ୍ ଓ ଏତ୍ସର ଓ ଦୀଶନ୍; ସେୟୀରର ଏହି ପୁତ୍ରଗଣ ଇଦୋମ ଦେଶର ହୋରୀୟ ବଂଶଜ ରାଜା ଥିଲେ। BSB BSB: Dishon, Ezer, and Dishan. They are the chiefs of the Horites, the descendants of Seir in the land of Edom.
22 ULB ଲୋଟନ୍ର ପୁତ୍ର ହୋରି ଓ ହେମମ୍, ପୁଣି, ଲୋଟନ୍ର ତିମ୍ନା ନାମ୍ନୀ ଭଗିନୀ ଥିଲା। BSB BSB: The sons of Lotan were Hori and Hemam. Timna was Lotan’s sister.
23 ULB ପୁଣି, ଶୋବଲ୍ର ପୁତ୍ରଗଣ ଅବଲନ୍ ଓ ମାନହତ୍ ଓ ଏବଲ୍ ଓ ଶଫୋ ଓ ଓନମ୍। BSB BSB: These are the sons of Shobal: Alvan, Manahath, Ebal, Shepho, and Onam.
24 ULB ପୁଣି, ସିବୀୟୋନ୍ର ପୁତ୍ର ଅୟା ଓ ଅନା; ଏହି ଅନା ଆପଣା ପିତା ସିବୀୟୋନ୍ର ଗଧ ଚରାଇବା ସମୟରେ ପ୍ରାନ୍ତରରେ ଉଷ୍ଣ ଜଳର ଝର ଆବିଷ୍କାର କଲା। BSB BSB: These are the sons of Zibeon: Aiah and Anah. (This is the Anah who found the hot springs in the wilderness as he was pasturing the donkeys of his father Zibeon.)
25 ULB ସେହି ଅନାର ପୁତ୍ର ଦିଶୋନ୍ ଓ କନ୍ୟା ଅହଲୀବାମା। BSB BSB: These are the children of Anah: Dishon and Oholibamah daughter of Anah.
26 ULB ପୁଣି, ଦିଶୋନ୍ର ପୁତ୍ର ହିମ୍ଦନ୍ ଓ ଇଶବନ୍ ଓ ଯିତ୍ରନ୍ ଓ କରାନ୍। BSB BSB: These are the sons of Dishon: Hemdan, Eshban, Ithran, and Cheran.
27 ULB ଏତ୍ସରର ପୁତ୍ର ବିଲ୍ହନ୍ ଓ ସାବନ୍ ଓ ଆକନ୍। BSB BSB: These are the sons of Ezer: Bilhan, Zaavan, and Akan.
28 ULB ପୁଣି, ଦୀଶନ୍ର ପୁତ୍ର ଊଷ୍ ଓ ଅରାନ୍। BSB BSB: These are the sons of Dishan: Uz and Aran.
29 ULB ହୋରୀୟ ବଂଶଜ ରାଜା ଏହି; ରାଜା ଲୋଟନ୍ ଓ ରାଜା ଶୋବଲ୍ ଓ ରାଜା ସିବୀୟୋନ୍ ଓ ରାଜା ଅନା BSB BSB: These are the chiefs of the Horites: Chiefs Lotan, Shobal, Zibeon, Anah,
30 ULB ଓ ରାଜା ଦିଶୋନ୍ ଓ ରାଜା ଏତ୍ସର ଓ ରାଜା ଦୀଶନ୍। ଏମାନେ ସେୟୀର ଦେଶର ହୋରୀୟ ବଂଶଜ ରାଜା ଥିଲେ। BSB BSB: Dishon, Ezer, and Dishan. They are the chiefs of the Horites, according to their divisions in the land of Seir.
32 ULB ବିୟୋରର ବେଲା ନାମକ ପୁତ୍ର ଇଦୋମ୍ ଦେଶରେ ରାଜତ୍ୱ କଲା, ତାହାର ରାଜଧାନୀର ନାମ ଦିନ୍ହାବା। BSB BSB: Bela son of Beor reigned in Edom; the name of his city was Dinhabah.
33 ULB ବେଲାର ମରଣ ଉତ୍ତାରେ, ତାହା ପଦରେ ବସ୍ରା ନିବାସୀ ସେରହର ପୁତ୍ର ଯୋବବ୍ ରାଜତ୍ୱ କଲା। BSB BSB: When Bela died, Jobab son of Zerah from Bozrah reigned in his place.
34 ULB ପୁଣି, ଯୋବବ୍ର ମରଣ ଉତ୍ତାରେ ତୈମନ୍ଦେଶୀୟ ହୂଶମ୍ ତାହା ପଦରେ ରାଜତ୍ୱ କଲା। BSB BSB: When Jobab died, Husham from the land of the Temanites reigned in his place.
35 ULB ହୂଶମ୍ର ମରଣ ଉତ୍ତାରେ, ବଦଦର ପୁତ୍ର ଯେ ହଦଦ୍ ମୋୟାବ କ୍ଷେତ୍ରରେ ମିଦୀୟନକୁ ଜୟ କଲା, ସେ ତାହା ପଦରେ ରାଜତ୍ୱ କଲା; ତାହାର ରାଜଧାନୀର ନାମ ଅବୀତ୍। BSB BSB: When Husham died, Hadad son of Bedad, who defeated Midian in the country of Moab, reigned in his place. And the name of his city was Avith.
36 ULB ହଦଦ୍ର ମରଣ ଉତ୍ତାରେ ମସ୍ରେକାନିବାସୀ ସମ୍ଳ ତାହା ପଦରେ ରାଜତ୍ୱ କଲା। BSB BSB: When Hadad died, Samlah from Masrekah reigned in his place.
37 ULB ପୁଣି, ସମ୍ଳର ମରଣ ଉତ୍ତାରେ (ଫରାତ୍) ନଦୀର ନିକଟସ୍ଥ ରହୋବୋତ୍ ନିବାସୀ ଶୌଲ ତାହା ପଦରେ ରାଜତ୍ୱ କଲା। BSB BSB: When Samlah died, Shaul from Rehoboth on the Euphrates reigned in his place.
38 ULB ଶୌଲର ମରଣ ଉତ୍ତାରେ, ଅକ୍ବୋରର ପୁତ୍ର ବାଲ୍ହାନନ୍ ତାହା ପଦରେ ରାଜତ୍ୱ କଲା। BSB BSB: When Shaul died, Baal-hanan son of Achbor reigned in his place.
39 ULB ପୁଣି, ଅକ୍ବୋରର ପୁତ୍ର ବାଲ୍ହାନନ୍ର ମରଣ ଉତ୍ତାରେ, ହଦର ତାହା ପଦରେ ରାଜତ୍ୱ କଲା; ତାହାର ରାଜଧାନୀର ନାମ ପାଉ ଓ ତାହାର ଭାର୍ଯ୍ୟାର ନାମ ମହେଟବେଲ ଥିଲା; ସେ ମଟ୍ରେଦର ପୁତ୍ରୀ ଓ ମେଷାହବର ପୌତ୍ରୀ। BSB BSB: When Baal-hanan son of Achbor died, Hadad reigned in his place. His city was named Pau, and his wife’s name was Mehetabel daughter of Matred, the daughter of Me-zahab.
40 ULB ଏଷୌଠାରୁ ଉତ୍ପନ୍ନ, ପୁଣି, ଗୋଷ୍ଠୀ ଓ ସ୍ଥାନ ଓ ନାମ ଭେଦାନୁସାରେ ଯେଉଁ ଯେଉଁ ରାଜା ଥିଲେ, ସେମାନଙ୍କ ନାମାବଳୀ; ଯଥା, ରାଜା ତିମ୍ନା ଓ ରାଜା ଅଳ୍ବା ଓ ରାଜା ଯିଥେତ୍। BSB BSB: These are the names of Esau’s chiefs, according to their families and regions, by their names: Chiefs Timna, Alvah, Jetheth,
41 ULB ଓ ରାଜା ଅହଲୀବାମା ଓ ରାଜା ଏଲା ଓ ରାଜା ପୀନୋନ୍ BSB BSB: Oholibamah, Elah, Pinon,
42 ULB ଓ ରାଜା କନସ୍ ଓ ରାଜା ତୈମନ୍ ଓ ରାଜା ମିବ୍ସର୍ BSB BSB: Kenaz, Teman, Mibzar,
43 ULB ଓ ରାଜା ମଗ୍ଦୀୟେଲ ଓ ରାଜା ଈରମ୍; ଏମାନେ ଆପଣା ଆପଣା ଅଧିକୃତ ଦେଶରେ ବସତି ସ୍ଥାନାନୁସାରେ ଇଦୋମର ରାଜଗଣ ଥିଲେ। ଇଦୋମୀୟମାନଙ୍କ ଆଦିପୁରୁଷ ଏଷୌର ବୃତ୍ତାନ୍ତ ସମାପ୍ତ। BSB BSB: Magdiel, and Iram. These were the chiefs of Edom, according to their settlements in the land they possessed. Esau was the father of the Edomites.