1 ULB ଇସ୍ରାଏଲ ଆପଣା ଦ୍ରାକ୍ଷାଫଳର ବାହୁଲ୍ୟାନୁସାରେ ଆପଣା ଯଜ୍ଞବେଦିର ସଂଖ୍ୟା ବୃଦ୍ଧି କରିଅଛି; ତାହାର ଦେଶର ଉନ୍ନତି ଅନୁସାରେ ଲୋକମାନେ ମନୋହର ସ୍ତମ୍ଭ ନିର୍ମାଣ କରିଅଛନ୍ତି। BSB BSB: Israel was a luxuriant vine, yielding fruit for himself. The more his fruit increased, the more he increased the altars. The better his land produced, the better he made the sacred pillars.
2 ULB ସେମାନଙ୍କର ଅନ୍ତଃକରଣ ବିଭକ୍ତ ହୋଇଅଛି; ଏବେ ସେମାନେ ଦୋଷୀ ଗଣାଯିବେ; ସେ ସେମାନଙ୍କର ଯଜ୍ଞବେଦିସବୁକୁ ଆଘାତ କରିବେ, ସେ ସେମାନଙ୍କର ସ୍ତମ୍ଭସବୁକୁ ନଷ୍ଟ କରିବେ। BSB BSB: Their hearts are devious; now they must bear their guilt. The LORD will break down their altars and demolish their sacred pillars.
3 ULB ଅବଶ୍ୟ ଏବେ ସେମାନେ କହିବେ, “ଆମ୍ଭମାନଙ୍କର ରାଜା ନାହିଁ; କାରଣ ଆମ୍ଭେମାନେ ତ ସଦାପ୍ରଭୁଙ୍କୁ ଭୟ କରୁ ନାହୁଁ, ଏଣୁ ରାଜା ଆମ୍ଭମାନଙ୍କ ପାଇଁ କଅଣ କରି ପାରିବ?” BSB BSB: Surely now they will say, “We have no king, for we do not revere the LORD. What can a king do for us?”
4 ULB ସେମାନେ ନିୟମ କରିବା ସମୟରେ ମିଥ୍ୟା ଶପଥ କରି ଅସାର କଥା କୁହନ୍ତି; ଏଥିପାଇଁ କ୍ଷେତ୍ରର ଶିଆରରେ ଯେପରି ବିଷ ବୃକ୍ଷ, ସେପରି ସେମାନଙ୍କର ଦଣ୍ଡ ଅଙ୍କୁରିତ ହୁଏ। BSB BSB: They speak mere words; with false oaths they make covenants. So judgment springs up like poisonous weeds in the furrows of a field.
5 ULB ଶମରୀୟା ନିବାସୀଗଣ ବେଥ୍-ଆବନର ଗୋବତ୍ସ ପ୍ରତିମା ସକାଶୁ ତ୍ରାସଯୁକ୍ତ ହେବେ; କାରଣ ତହିଁର ଲୋକମାନେ ତାହା ପାଇଁ ବିଳାପ କରିବେ ଓ ତହିଁର ଯେଉଁ ପୁରୋହିତମାନେ ତାହାର ଗୌରବ ସକାଶୁ ଆନନ୍ଦ କରିଥିଲେ, ସେମାନେ ବିଳାପ କରିବେ; କାରଣ ତାହାର ଗୌରବ ତାହାକୁ ଛାଡ଼ି ଯାଇଅଛି। BSB BSB: The people of Samaria will fear for the calf of Beth-aven. Indeed, its people will mourn over it with its idolatrous priests—those who rejoiced in its glory—for it has been taken from them into exile.
6 ULB ତାହା ମଧ୍ୟ ଯାରେବ ରାଜାର ଭେଟୀ ନିମନ୍ତେ ଅଶୂରକୁ ନୀତ ହେବ; ଇଫ୍ରୟିମ ଲଜ୍ଜାପ୍ରାପ୍ତ ହେବ ଓ ଇସ୍ରାଏଲ ନିଜ ମନ୍ତ୍ରଣା ବିଷୟରେ ଲଜ୍ଜିତ ହେବ। BSB BSB: Yes, it will be carried to Assyria as tribute to the great king. Ephraim will be seized with shame; Israel will be ashamed of its wooden idols.
7 ULB ଶମରୀୟାର ରାଜା ଜଳ ଉପରିସ୍ଥ ଫେଣ ତୁଲ୍ୟ ଉଚ୍ଛିନ୍ନ ହେଲା। BSB BSB: Samaria will be carried off with her king like a twig on the surface of the water.
8 ULB ଆହୁରି, ଇସ୍ରାଏଲର ପାପ ସ୍ୱରୂପ ଆବେନର ଉଚ୍ଚସ୍ଥଳୀସକଳ ବିନଷ୍ଟ ହେବ; କଣ୍ଟା ଓ ଅଗରା ଗଛ ସେମାନଙ୍କର ଯଜ୍ଞବେଦି ଉପରେ ଉତ୍ପନ୍ନ ହେବ; ଆଉ, ସେମାନେ ପର୍ବତଗଣକୁ କହିବେ, “ଆମ୍ଭମାନଙ୍କୁ ଘୋଡ଼ାଅ ଓ ଉପପର୍ବତଗଣକୁ କହିବେ, ଆମ୍ଭମାନଙ୍କ ଉପରେ ପଡ଼।” BSB BSB: The high places of Aven will be destroyed—it is the sin of Israel; thorns and thistles will overgrow their altars. Then they will say to the mountains, “Cover us!” and to the hills, “Fall on us!”
9 ULB ହେ ଇସ୍ରାଏଲ, ତୁମ୍ଭେ ଗିବୀୟାର ସମୟଠାରୁ ପାପ କରି ଆସିଅଛ; ଅଧର୍ମର ସନ୍ତାନଗଣର ବିରୁଦ୍ଧ ଯୁଦ୍ଧ ଯେପରି ଗିବୀୟାରେ ଲୋକମାନଙ୍କୁ ନ ଧରିବ, ଏଥିପାଇଁ ସେମାନେ ସେହି ସ୍ଥାନରେ ଠିଆ ହେଲେ। BSB BSB: Since the days of Gibeah you have sinned, O Israel, and there you have remained. Did not the battle in Gibeah overtake the sons of iniquity?
10 ULB ଯେତେବେଳେ ଆମ୍ଭର ଇଚ୍ଛା, ସେତେବେଳେ ଆମ୍ଭେ ସେମାନଙ୍କୁ ଶାସ୍ତି ଦେବୁ ଓ ସେମାନେ ଆପଣାମାନଙ୍କର ଦୁଇ ଅପରାଧରେ ବନ୍ଧାଯିବା ସମୟରେ ଗୋଷ୍ଠୀଗଣ ସେମାନଙ୍କ ବିରୁଦ୍ଧରେ ସଂଗୃହୀତ ହେବେ। BSB BSB: I will chasten them when I please; nations will be gathered against them to put them in bondage for their double transgression.
11 ULB ଆଉ ଇଫ୍ରୟିମ ଶିକ୍ଷିତା ଗାଭୀ, ସେ ଶସ୍ୟ ମର୍ଦ୍ଦନ କରିବାକୁ ଭଲ ପାଏ; ମାତ୍ର ଆମ୍ଭେ ତାହାର ସୁନ୍ଦର ଗ୍ରୀବାରେ ହସ୍ତାର୍ପଣ କରିଅଛୁ; ଆମ୍ଭେ ଇଫ୍ରୟିମ ଉପରେ ଏକ ଆରୋହୀକୁ ବସାଇବା; ଯିହୁଦା ହଳ ବୁଲାଇବ, ଯାକୁବ ତାହାର ଟେଳା ଭାଙ୍ଗିବ। BSB BSB: Ephraim is a well-trained heifer that loves to thresh; but I will place a yoke on her fair neck. I will harness Ephraim, Judah will plow, and Jacob will break the hard ground.
12 ULB ତୁମ୍ଭେମାନେ ଆପଣାମାନଙ୍କ ନିମନ୍ତେ ଧାର୍ମିକତାରେ ବିହନ ବୁଣ, ଦୟାନୁଯାୟୀ ଶସ୍ୟ କାଟ; ଆପଣାମାନଙ୍କର ପଡ଼ିଆ ଭୂମି ଭାଙ୍ଗ; କାରଣ ଯେପର୍ଯ୍ୟନ୍ତ ସଦାପ୍ରଭୁ ଆସି ତୁମ୍ଭମାନଙ୍କ ଉପରେ ଧାର୍ମିକତା ନ ବର୍ଷାନ୍ତି, ସେପର୍ଯ୍ୟନ୍ତ ତାହାଙ୍କର ଅନ୍ଵେଷଣ କରିବାର ସମୟ ଅଛି। BSB BSB: Sow for yourselves righteousness and reap the fruit of loving devotion; break up your unplowed ground. For it is time to seek the LORD until He comes and sends righteousness upon you like rain.
13 ULB ତୁମ୍ଭେମାନେ ଦୁଷ୍ଟତାରୂପ ଚାଷ କରି ଅଧର୍ମ ସ୍ୱରୂପ ଶସ୍ୟ କାଟିଅଛ; ତୁମ୍ଭେମାନେ ମିଥ୍ୟା କଥାର ଫଳ ଭୋଜନ କରିଅଛ; କାରଣ ତୁମ୍ଭେ ଆପଣା ପଥରେ, ଆପଣାର ବୀରସମୂହରେ ବିଶ୍ୱାସ କରିଅଛ। BSB BSB: You have plowed wickedness and reaped injustice; you have eaten the fruit of lies. Because you have trusted in your own way and in the multitude of your mighty men,
14 ULB ଏଥିନିମନ୍ତେ ତୁମ୍ଭ ଲୋକମାନଙ୍କ ମଧ୍ୟରେ ଏକ କୋଳାହଳ ଉଠିବ ଓ ଯୁଦ୍ଧ ଦିନରେ ଯେପରି ଶଲମନ ବେଥ୍-ଅରବେଲକୁ ବିନାଶ କରିଥିଲା, ସେପରି ତୁମ୍ଭ ଦୁର୍ଗସକଳ ବିନଷ୍ଟ ହେବ; ମାତା ଆପଣା ସନ୍ତାନଗଣ ସହିତ କଚଡ଼ା ଯାଇ ଖଣ୍ଡ ଖଣ୍ଡ ହୋଇଥିଲା। BSB BSB: the roar of battle will rise against your people, so that all your fortresses will be demolished as Shalman devastated Beth-arbel in the day of battle, when mothers were dashed to pieces along with their children.
15 ULB ତୁମ୍ଭର ମହା ଦୁଷ୍ଟତା ସକାଶୁ ବେଥେଲ୍ ତୁମ୍ଭ ପ୍ରତି ସେହି ପ୍ରକାର କରିବ; ଇସ୍ରାଏଲର ରାଜା ଅରୁଣୋଦୟ ସମୟରେ ସମ୍ପୂର୍ଣ୍ଣ ରୂପେ ଉଚ୍ଛିନ୍ନ ହେବ। BSB BSB: Thus it will be done to you, O Bethel, because of your great wickedness. When the day dawns, the king of Israel will be utterly cut off.