1 ULB ସଦାପ୍ରଭୁ ଆପଣା ଅଭିଷିକ୍ତ ବ୍ୟକ୍ତିର, ଅର୍ଥାତ୍, କୋରସ୍ର ବିଷୟରେ ଏହି କଥା କହନ୍ତି, ଆମ୍ଭେ ତାହା ସମ୍ମୁଖରେ ନାନା ଗୋଷ୍ଠୀଙ୍କୁ ପରାସ୍ତ କରିବା ନିମନ୍ତେ ତାହାର ଡାହାଣ ହସ୍ତ ଧରିଅଛୁ ଓ ଆମ୍ଭେ ରାଜାମାନଙ୍କର କଟିବନ୍ଧନ ଫିଟାଇବା; ଆମ୍ଭେ ତାହା ସମ୍ମୁଖରେ କବାଟସବୁ ମୁକ୍ତ କରିବା ଓ ନଗରଦ୍ୱାରସବୁ ବନ୍ଦ ହେବ ନାହିଁ; BSB BSB: This is what the LORD says to Cyrus His anointed, whose right hand I have grasped to subdue nations before him, to disarm kings, to open the doors before him, so that the gates will not be shut:
2 ULB “ଆମ୍ଭେ ତୁମ୍ଭର ଆଗେ ଆଗେ ଗମନ କରିବା, ରଗଡ଼ା ସ୍ଥାନ ସବୁ ସମାନ କରିବା; ଆମ୍ଭେ ପିତ୍ତଳର କବାଟସବୁ ଭାଙ୍ଗି ଖଣ୍ଡ ଖଣ୍ଡ କରିବା ଓ ଲୌହ ଅର୍ଗଳସବୁ କାଟି ପକାଇବା; BSB BSB: “I will go before you and level the mountains; I will break down the gates of bronze and cut through the bars of iron.
3 ULB ପୁଣି, ଆମ୍ଭେ ଅନ୍ଧକାରାବୃତ ଧନଭଣ୍ଡାର ଓ ଗୁପ୍ତ ସ୍ଥାନରେ ସଞ୍ଚିତ ସମ୍ପତ୍ତିସବୁ ତୁମ୍ଭକୁ ଦେବା, ତହିଁରେ ତୁମ୍ଭର ନାମ ଧରି ଆହ୍ୱାନକାରୀ ଆମ୍ଭେ ଯେ ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର ଅଟୁ, ଏହା ତୁମ୍ଭେ ଜାଣି ପାରିବ। BSB BSB: I will give you the treasures of darkness and the riches hidden in secret places, so that you may know that I am the LORD, the God of Israel, who calls you by name.
4 ULB ଆମ୍ଭ ଦାସ ଯାକୁବ ଓ ଆମ୍ଭ ମନୋନୀତ ଇସ୍ରାଏଲ ସକାଶେ ଆମ୍ଭେ ତୁମ୍ଭର ନାମ ଧରି ତୁମ୍ଭକୁ ଡାକିଅଛୁ; ତୁମ୍ଭେ ଆମ୍ଭକୁ ନ ଜାଣିଲେ ହେଁ ଆମ୍ଭେ ତୁମ୍ଭକୁ ଉପାଧି ଦେଇଅଛୁ। BSB BSB: For the sake of Jacob My servant and Israel My chosen one, I call you by name; I have given you a title of honor, though you have not known Me.
6 ULB ତହିଁରେ ଆମ୍ଭ ଛଡ଼ା ଯେ ଆଉ କେହି ନାହିଁ, ଏହା ସୂର୍ଯ୍ୟୋଦୟର ସ୍ଥାନରୁ ପଶ୍ଚିମ ଦିଗ ପର୍ଯ୍ୟନ୍ତ ଲୋକେ ଜାଣିବେ; ଆମ୍ଭେ ସଦାପ୍ରଭୁ, ଆଉ ଦ୍ୱିତୀୟ କେହି ନାହିଁ। BSB BSB: so that all may know, from where the sun rises to where it sets, that there is none but Me; I am the LORD, and there is no other.
7 ULB ଆମ୍ଭେ ଦୀପ୍ତି ନିର୍ମାଣ କରୁ ଓ ଆମ୍ଭେ ଅନ୍ଧକାର ସୃଷ୍ଟି କରୁ; ଆମ୍ଭେ ଶାନ୍ତି ରଚନା କରୁ, ଅନିଷ୍ଟ ସୃଷ୍ଟି କରୁ; ଆମ୍ଭେ ସଦାପ୍ରଭୁ ଏହାସବୁ ସାଧନ କରୁ। BSB BSB: I form the light and create the darkness; I bring prosperity and create calamity. I, the LORD, do all these things.
8 ULB ହେ ଆକାଶମଣ୍ଡଳ, ତୁମ୍ଭେମାନେ ଉପରୁ ବର୍ଷଣ କର, ମେଘମାଳ ଧର୍ମବୃଷ୍ଟି କରୁ; ଯେପରି ପରିତ୍ରାଣ ଉତ୍ପନ୍ନ ହେବ, ଏଥିପାଇଁ ପୃଥିବୀ ବିଦୀର୍ଣ୍ଣ ହେଉ ଓ ସେ ଧାର୍ମିକତା ଏକତ୍ର ଅଙ୍କୁରିତ କରାଉ; ଆମ୍ଭେ ସଦାପ୍ରଭୁ ଏହା ସୃଷ୍ଟି କରିଅଛୁ। BSB BSB: Drip down, O heavens, from above, and let the skies pour down righteousness. Let the earth open up that salvation may sprout and righteousness spring up with it; I, the LORD, have created it.
9 ULB ଯେ ଆପଣା ସୃଷ୍ଟିକର୍ତ୍ତାଙ୍କ ସଙ୍ଗେ ବିରୋଧ କରେ, ସେ ସନ୍ତାପର ପାତ୍ର! ପୃଥିବୀର ଖପରା ମଧ୍ୟରେ ଖଣ୍ଡେ ଖପରା ମାତ୍ର! ମୃତ୍ତିକା କ’ଣ ତା’ର ଗଢ଼ିବା ଲୋକକୁ କହିବ, ତୁମ୍ଭେ କଅଣ ନିର୍ମାଣ କରୁଅଛ? ଅବା ତୁମ୍ଭର କର୍ମ କ’ଣ କହିବ, ତାହାର ହସ୍ତ ନାହିଁ? BSB BSB: Woe to him who quarrels with his Maker—one clay pot among many. Does the clay ask the potter, ‘What are you making?’ Does your work say, ‘He has no hands’?
10 ULB ଯେ ପିତାକୁ କହେ, ତୁମ୍ଭେ କଅଣ ଜନ୍ମାଉଅଛ, ଅବା ସ୍ତ୍ରୀଲୋକକୁ କହେ, ତୁମ୍ଭେ କଅଣ ପ୍ରସବ କରୁଅଛ? ସେ ସନ୍ତାପର ପାତ୍ର! BSB BSB: Woe to him who says to his father, ‘What have you begotten?’ or to his mother, ‘What have you brought forth?’”
11 ULB ସଦାପ୍ରଭୁ, ଇସ୍ରାଏଲର ଧର୍ମସ୍ୱରୂପ ଓ ତାହାର ନିର୍ମାଣକର୍ତ୍ତା ଏହି କଥା କହନ୍ତି, ଆଗାମୀ ଘଟଣାର ବିଷୟ ଆମ୍ଭକୁ ପଚାର; ତୁମ୍ଭେମାନେ ଆମ୍ଭ ସନ୍ତାନଗଣର ବିଷୟରେ ଓ ଆମ୍ଭ ହସ୍ତକୃତ କର୍ମ ବିଷୟରେ ଆମ୍ଭକୁ ଆଦେଶ ଦିଅ। BSB BSB: Thus says the LORD, the Holy One of Israel, and its Maker: “Concerning things to come, do you question Me about My sons, or instruct Me in the work of My hands?
12 ULB ଆମ୍ଭେ ପୃଥିବୀ ନିର୍ମାଣ କରିଅଛୁ ଓ ତହିଁ ମଧ୍ୟରେ ମନୁଷ୍ୟର ସୃଷ୍ଟି କରିଅଛୁ; ଆମ୍ଭେ, ଆମ୍ଭର ହସ୍ତ ହିଁ ଆକାଶମଣ୍ଡଳ ବିସ୍ତୀର୍ଣ୍ଣ କରିଅଛି ଓ ତହିଁର ସକଳ ବିଷୟକୁ ଆମ୍ଭେ ଆଜ୍ଞା ଦେଇଅଛୁ। BSB BSB: It is I who made the earth and created man upon it. It was My hands that stretched out the heavens, and I ordained all their host.
13 ULB ଆମ୍ଭେ ଧର୍ମରେ ତାହାକୁ ଉତ୍ପନ୍ନ କରିଅଛୁ ଓ ଆମ୍ଭେ ତାହାର ସକଳ ପଥ ସରଳ କରିବା; ସେ ଆମ୍ଭର ନଗର ନିର୍ମାଣ କରିବ ଓ ସେ ଆମ୍ଭର ନିର୍ବାସିତ ଲୋକମାନଙ୍କୁ ଛାଡ଼ି ଦେବ, ମୂଲ୍ୟ ନିମନ୍ତେ କିଅବା ପୁରସ୍କାର ନିମନ୍ତେ ନୁହେଁ,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି। BSB BSB: I will raise up Cyrus in righteousness, and I will make all his ways straight. He will rebuild My city and set My exiles free, but not for payment or reward, says the LORD of Hosts.”
14 ULB ସଦାପ୍ରଭୁ ଏହି କଥା କହନ୍ତି, “ମିସରର ପରିଶ୍ରମର, କୂଶର ବାଣିଜ୍ୟର ଫଳ ଓ ଦୀର୍ଘକାୟ ସବାୟୀୟମାନେ ତୁମ୍ଭ ନିକଟକୁ ଆସିବେ ଓ ତୁମ୍ଭର ହେବେ; ସେମାନେ ତୁମ୍ଭର ପଶ୍ଚାଦ୍ଗାମୀ ହେବେ; ଶୃଙ୍ଖଳରେ ଆବଦ୍ଧ ହୋଇ ସେମାନେ ଆସିବେ; ପୁଣି, ସେମାନେ ତୁମ୍ଭକୁ ପ୍ରଣାମ କରିବେ ଓ ନିବେଦନ କରି କହିବେ, ନିଶ୍ଚୟ ପରମେଶ୍ୱର ତୁମ୍ଭ ମଧ୍ୟରେ ଅଛନ୍ତି; ତାହାଙ୍କ ବିନୁ ଆଉ କେହି ନାହିଁ, ଆଉ କେହି ପରମେଶ୍ୱର ନାହାନ୍ତି।” BSB BSB: This is what the LORD says: “The products of Egypt and the merchandise of Cush, along with the Sabeans, men of stature, will come over to you and will be yours; they will trudge behind you; they will come over in chains and bow down to you. They will confess to you: ‘God is indeed with you, and there is no other; there is no other God.’”
16 ULB ସେମାନେ ଲଜ୍ଜିତ ହେବେ, ହଁ, ସେମାନେ ସମସ୍ତେ ବିବ୍ରତ ହେବେ; ପ୍ରତିମା ନିର୍ମାଣକାରୀ ସମସ୍ତେ ଏକାସଙ୍ଗେ ଅପମାନଗ୍ରସ୍ତ ହେବେ। BSB BSB: They will all be put to shame and humiliated; the makers of idols will depart together in disgrace.
17 ULB ମାତ୍ର ଇସ୍ରାଏଲ, ସଦାପ୍ରଭୁଙ୍କ ଦ୍ୱାରା ଅନନ୍ତକାଳସ୍ଥାୟୀ ପରିତ୍ରାଣ ପ୍ରାପ୍ତ ହେବ; ତୁମ୍ଭେମାନେ ଯୁଗଯୁଗାନ୍ତ ପର୍ଯ୍ୟନ୍ତ ଲଜ୍ଜିତ କିଅବା ବିବ୍ରତ ହେବ ନାହିଁ। BSB BSB: But Israel will be saved by the LORD with an everlasting salvation; you will not be put to shame or humiliated, to ages everlasting.
19 ULB ଆମ୍ଭେ ଗୋପନରେ ଅନ୍ଧକାରମୟ ଦେଶର କୌଣସି ସ୍ଥାନରେ କହି ନାହୁଁ; ତୁମ୍ଭେମାନେ ବୃଥାରେ ଆମ୍ଭର ଅନ୍ୱେଷଣ କର, ଏହା ଆମ୍ଭେ ଯାକୁବ ବଂଶକୁ କହି ନାହୁଁ, ଆମ୍ଭେ ସଦାପ୍ରଭୁ ଧର୍ମବାଦୀ, ଆମ୍ଭେ ସଠିକ୍ କଥା ପ୍ରକାଶ କରୁ। BSB BSB: I have not spoken in secret, from a place in a land of darkness. I did not say to the descendants of Jacob, ‘Seek Me in a wasteland.’ I, the LORD, speak the truth; I say what is right.
20 ULB ହେ ନାନା ଗୋଷ୍ଠୀ ମଧ୍ୟରୁ ରକ୍ଷାପ୍ରାପ୍ତ ଲୋକମାନେ, ତୁମ୍ଭେମାନେ ଏକତ୍ର ହୋଇ ଆସ, ଏକ ସଙ୍ଗେ ନିକଟକୁ ଆସ; ଯେଉଁମାନେ ଆପଣାମାନଙ୍କ ଖୋଦିତ ପ୍ରତିମାର କାଷ୍ଠ ବୋହି ବୁଲନ୍ତି ଓ ପରିତ୍ରାଣ କରିବାକୁ ଅସମର୍ଥ ଦେବତା ନିକଟରେ ପ୍ରାର୍ଥନା କରନ୍ତି, ସେମାନଙ୍କର କିଛି ଜ୍ଞାନ ନାହିଁ। BSB BSB: Come, gather together, and draw near, you fugitives from the nations. Ignorant are those who carry idols of wood and pray to a god that cannot save.
21 ULB ତୁମ୍ଭେମାନେ ପ୍ରକାଶ କର ଓ ତାହା ଉପସ୍ଥିତ କର; ହଁ, ସେମାନେ ପରସ୍ପର ମନ୍ତ୍ରଣା କରନ୍ତୁ; ପୂର୍ବ କାଳରୁ କିଏ ଏହା ଜଣାଇଅଛି? ପୁରାତନ କାଳରୁ କିଏ ଏହା ପ୍ରକାଶ କରିଅଛି? ଆମ୍ଭେ ସଦାପ୍ରଭୁ କି ଏହା କରି ନାହୁଁ? ଆମ୍ଭ ଛଡ଼ା ଅନ୍ୟ ପରମେଶ୍ୱର ନାହିଁ, ଆମ୍ଭେ ଧର୍ମଶୀଳ ପରମେଶ୍ୱର ଓ ତ୍ରାଣକର୍ତ୍ତା; ଆମ୍ଭ ଛଡ଼ା ଆଉ କେହି ନାହିଁ। BSB BSB: Speak up and present your case—yes, let them take counsel together. Who foretold this long ago? Who announced it from ancient times? Was it not I, the LORD? There is no other God but Me, a righteous God and Savior; there is none but Me.
23 ULB ଆମ୍ଭେ ଆପଣା ନାମ ନେଇ ଶପଥ କରିଅଛୁ ଓ ଧର୍ମମୟ ବାକ୍ୟ ଆମ୍ଭ ମୁଖରୁ ନିର୍ଗତ ହୋଇଅଛି, ତାହା ଅନ୍ୟଥା ହେବ ନାହିଁ, ଆମ୍ଭ ଛାମୁରେ ପ୍ରତ୍ୟେକ ଆଣ୍ଠୁ ନତ ହେବ, ପ୍ରତ୍ୟେକ ଜିହ୍ୱା ଶପଥ କରିବ। BSB BSB: By Myself I have sworn; truth has gone out from My mouth, a word that will not be revoked: Every knee will bow before Me, every tongue will swear allegiance.
24 ULB ଲୋକେ ଆମ୍ଭ ଉଦ୍ଦେଶ୍ୟରେ କହିବେ, “କେବଳ ସଦାପ୍ରଭୁଙ୍କଠାରେ ଧାର୍ମିକତା ଓ ଶକ୍ତି ଅଛି।” ତାହାଙ୍କ ନିକଟକୁ ଲୋକମାନେ ଆସିବେ, ପୁଣି ଯେଉଁମାନେ ତାହାଙ୍କ ପ୍ରତି ବିରକ୍ତ ହୋଇଥିଲେ, ସେମାନେ ସମସ୍ତେ ଲଜ୍ଜିତ ହେବେ। BSB BSB: Surely they will say of Me, ‘In the LORD alone are righteousness and strength.’” All who rage against Him will come to Him and be put to shame.
25 ULB ଇସ୍ରାଏଲର ସମୁଦାୟ ବଂଶ ସଦାପ୍ରଭୁଙ୍କଠାରେ ଧାର୍ମିକୀକୃତ ହେବେ ଓ ଦର୍ପ କରିବେ। BSB BSB: In the LORD all descendants of Israel will be justified and will exult.
Select verses for actions: Enter goes to them and Escape comes back.