1 ULB ବେଲ୍ ଦେବତା ଅବନତ ହୁଏ, ନବୋ ନତ ହୁଏ; ସେମାନଙ୍କ ପ୍ରତିମାଗଣ ଜନ୍ତୁ ଓ ପଶୁମାନଙ୍କ ଉପରେ ଥୁଆ ଯାଇଅଛନ୍ତି; ଯେଉଁ ଦ୍ରବ୍ୟମାନ ତୁମ୍ଭେମାନେ ବୋହି କରି ବୁଲିଲ, ତାହା ବୋଝ ହୋଇଅଛି, କ୍ଳାନ୍ତ ପଶୁ ପ୍ରତି ଭାର ହୋଇଅଛି। BSB BSB: Bel crouches; Nebo cowers. Their idols weigh down beasts and cattle. The images you carry are burdensome, a load to the weary animal.
2 ULB ସେମାନେ ନତ ହୁଅନ୍ତି, ସେମାନେ ଏକତ୍ର ନତ ହୁଅନ୍ତି; ସେମାନେ ଭାର ରକ୍ଷା କରି ପାରିଲେ ନାହିଁ, ମାତ୍ର ଆପେ ବନ୍ଦୀ ହୋଇ ଯାଇଅଛନ୍ତି। BSB BSB: The gods cower; they crouch together, unable to relieve the burden; but they themselves go into captivity.
3 ULB ହେ ଯାକୁବ ବଂଶ, ହେ ଇସ୍ରାଏଲ ବଂଶର ଅବଶିଷ୍ଟାଂଶ ସମସ୍ତେ, ଆମ୍ଭର କଥା ଶୁଣ; ତୁମ୍ଭେମାନେ ଉଦରସ୍ଥାୟୀ ହେବାଠାରୁ ଆମ୍ଭ ଦ୍ୱାରା ବୁହା ଯାଇଅଛ, ତୁମ୍ଭେମାନେ ଗର୍ଭରୁ ବହା ଯାଇଅଛ; BSB BSB: “Listen to Me, O house of Jacob, all the remnant of the house of Israel, who have been sustained from the womb, carried along since birth.
4 ULB ପୁଣି, ଆମ୍ଭେ ତୁମ୍ଭମାନଙ୍କର ବୃଦ୍ଧାବସ୍ଥା ପର୍ଯ୍ୟନ୍ତ ସେହି ଅଟୁ ଓ ପକ୍ୱ କେଶ ପର୍ଯ୍ୟନ୍ତ ହିଁ ଆମ୍ଭେ ତୁମ୍ଭମାନଙ୍କୁ ବୋହିବା; ଆମ୍ଭେ ନିର୍ମାଣ କରିଅଛୁ ଓ ଆମ୍ଭେ ବୋହିବା; ହଁ, ଆମ୍ଭେ ବହିବା ଓ ଉଦ୍ଧାର କରିବା। BSB BSB: Even to your old age, I will be the same, and I will bear you up when you turn gray. I have made you, and I will carry you; I will sustain you and deliver you.
5 ULB ତୁମ୍ଭେମାନେ ଆମ୍ଭକୁ କାହାର ସଦୃଶ ଓ ସମାନ କରିବ ଓ କାହାର ସଙ୍ଗେ ଆମ୍ଭର ଉପମା ଦେଲେ, ଆମ୍ଭେମାନେ ସମାନ ହେବା? BSB BSB: To whom will you liken Me or count Me equal? To whom will you compare Me, that we should be alike?
6 ULB ସେମାନେ ତୋଡ଼ାରୁ ସୁନା ଢାଳନ୍ତି ଓ ନିକ୍ତିରେ ରୂପା ତୌଲନ୍ତି, ସେମାନେ ସୁନାରୀକୁ ମୂଲ ଲଗାନ୍ତି ଓ ସେ ଗୋଟିଏ ଦେବତା ନିର୍ମାଣ କରେ; ସେମାନେ ଦଣ୍ଡବତ କରି ପୂଜା କରନ୍ତି। BSB BSB: They pour out their bags of gold and weigh out silver on scales; they hire a goldsmith to fashion it into a god, so they can bow down and worship.
7 ULB ସେମାନେ ତାହାକୁ ସ୍କନ୍ଧରେ ବହନ କରନ୍ତି ଓ ତାହାକୁ ବୋହି ତାହାର ସ୍ଥାନରେ ତାହାକୁ ରଖନ୍ତି, ତହିଁରେ ସେ ଛିଡ଼ା ହୁଏ; ସେ ଆପଣା ସ୍ଥାନରୁ ଘୁଞ୍ଚିବ ନାହିଁ; ଆହୁରି, କେହି ତାହାକୁ ଡାକିଲେ ହେଁ ସେ ଉତ୍ତର ଦେଇ ପାରିବ ନାହିଁ, କିଅବା ସଙ୍କଟରୁ ଉଦ୍ଧାର କରି ପାରିବ ନାହିଁ। BSB BSB: They lift it to their shoulder and carry it along; they set it in its place, and there it stands, not budging from that spot. They cry out to it, but it does not answer; it saves no one from his troubles.
8 ULB ତୁମ୍ଭେମାନେ ଏହା ସ୍ମରଣ କର ଓ ପୁରୁଷତ୍ୱ ପ୍ରକାଶ କର; ହେ ଅଧର୍ମାଚାରୀମାନେ, ମନରେ କର। BSB BSB: Remember this and be brave; take it to heart, you transgressors!
9 ULB ପୁରାତନ ବିଷୟସବୁ ସ୍ମରଣ କର; କାରଣ ଆମ୍ଭେ ହିଁ ପରମେଶ୍ୱର, ଦ୍ୱିତୀୟ ନାହିଁ; ଆମ୍ଭେ ପରମେଶ୍ୱର, ଆମ୍ଭ ତୁଲ୍ୟ କେହି ନାହିଁ; BSB BSB: Remember what happened long ago, for I am God, and there is no other; I am God, and there is none like Me.
10 ULB ଆମ୍ଭେ ଶେଷ ବିଷୟ ଆଦିଠାରୁ ପ୍ରକାଶ କରୁ, ପୁଣି ଯାହା ସାଧିତ ହୋଇ ନାହିଁ, ତାହା ପ୍ରାଚୀନ କାଳରୁ ଜଣାଉ, ଆଉ କହୁ, “ଆମ୍ଭର ମନ୍ତ୍ରଣା ସ୍ଥିର ହେବ ଓ ଆମ୍ଭେ ଆପଣାର ସକଳ ମନସ୍କାମନା ସିଦ୍ଧ କରିବା,” BSB BSB: I declare the end from the beginning, and from ancient times what is still to come. I say, ‘My purpose will stand, and all My good pleasure I will accomplish.’
11 ULB ଆମ୍ଭେ ପୂର୍ବ ଦିଗରୁ ଉତ୍କ୍ରୋଶ ପକ୍ଷୀକୁ, ଦୂର ଦେଶରୁ ଆମ୍ଭ ମନ୍ତ୍ରଣାର ମନୁଷ୍ୟକୁ ଆହ୍ୱାନ କରୁ; ଆମ୍ଭେ କହିଅଛୁ, ଆଉ ଆମ୍ଭେ ତାହା ସିଦ୍ଧ କରିବା; ଆମ୍ଭେ କଳ୍ପନା କରିଅଛୁ, ଆଉ ଆମ୍ଭେ ତାହା ସଫଳ କରିବା। BSB BSB: I summon a bird of prey from the east, a man for My purpose from a far-off land. Truly I have spoken, and truly I will bring it to pass. I have planned it, and I will surely do it.
12 ULB ହେ ଧର୍ମରୁ ଦୂରବର୍ତ୍ତୀ କଠିନାନ୍ତଃକରଣ ଲୋକେ, ଆମ୍ଭର କଥା ଶୁଣ। BSB BSB: Listen to Me, you stubborn people, far removed from righteousness:
13 ULB ଆମ୍ଭେ ଆପଣା ଧର୍ମ ନିକଟକୁ ଆଣୁଅଛୁ, ତାହା ଦୂରବର୍ତ୍ତୀ ହେବ ନାହିଁ ଓ ଆମ୍ଭ ପରିତ୍ରାଣର ବିଳମ୍ବ ହେବ ନାହିଁ; ଆମ୍ଭର ଗୌରବ ସ୍ୱରୂପ ଇସ୍ରାଏଲର ନିମନ୍ତେ ଆମ୍ଭେ ସିୟୋନରେ ପରିତ୍ରାଣ ସ୍ଥାପନ କରିବା। BSB BSB: I am bringing My righteousness near; it is not far away, and My salvation will not be delayed. I will grant salvation to Zion and adorn Israel with My splendor.
Select verses for actions: Enter goes to them and Escape comes back.