1 ULB ଯିହୁଦା-ରାଜା ଉଷୀୟର ପୌତ୍ର ଯୋଥମ୍ର ପୁତ୍ର ଆହସ୍ର ସମୟରେ ଅରାମର ରତ୍ସୀନ ରାଜା ଓ ରମଲୀୟର ପୁତ୍ର ପେକହ ନାମେ ଇସ୍ରାଏଲର ରାଜା ଯିରୂଶାଲମର ବିରୁଦ୍ଧରେ ଯୁଦ୍ଧ କରିବା ନିମନ୍ତେ ସେଠାକୁ ଗଲେ; ମାତ୍ର ତାହା ପରାସ୍ତ କରି ପାରିଲେ ନାହିଁ। BSB BSB: Now in the days that Ahaz son of Jotham, the son of Uzziah, was king of Judah, Rezin king of Aram marched up to wage war against Jerusalem. He was accompanied by Pekah son of Remaliah the king of Israel, but he could not overpower the city.
2 ULB ଏଥିଉତ୍ତାରେ ଦାଉଦବଂଶକୁ ଜ୍ଞାତ କରାଗଲା ଯେ, ଅରାମ ଇଫ୍ରୟିମର ସହାୟ ହୋଇଅଛି। ଏଥିରେ ତାହାର ହୃଦୟ ଓ ତାହାର ଲୋକମାନଙ୍କ ହୃଦୟ ବାୟୁରେ କମ୍ପିତ ଓ ବନବୃକ୍ଷ ତୁଲ୍ୟ କମ୍ପିତ ହେଲା। BSB BSB: When it was reported to the house of David that Aram was in league with Ephraim, the hearts of Ahaz and his people trembled like trees in the forest shaken by the wind.
3 ULB ସେତେବେଳେ ସଦାପ୍ରଭୁ ଯିଶାଇୟଙ୍କୁ କହିଲେ, “ତୁମ୍ଭେ ଓ ତୁମ୍ଭ ପୁତ୍ର ଶାର-ଯାଶୂବ, ରଜକ କ୍ଷେତ୍ରର ରାଜପଥସ୍ଥ ଉପର ପୁଷ୍କରିଣୀର ନାଳ ମୁଣ୍ଡରେ ଆହସ୍ର ସଙ୍ଗେ ସାକ୍ଷାତ କରିବାକୁ ଯାଅ। BSB BSB: Then the LORD said to Isaiah, “Go out with your son Shear-jashub to meet Ahaz at the end of the aqueduct that feeds the upper pool, on the road to the Launderer’s Field,
4 ULB ଓ ତାହାକୁ କୁହ, ସାବଧାନ ଓ ସୁସ୍ଥିର ହୁଅ; ଏହି ଧୂମମୟ କାଷ୍ଠର ଦୁଇ ଲାଞ୍ଜ, ଅର୍ଥାତ୍, ରତ୍ସୀନ, ଅରାମର ଓ ରମଲୀୟର ପୁତ୍ରର ପ୍ରଚଣ୍ଡ କ୍ରୋଧ ସକାଶୁ ଭୀତ ହୁଅ ନାହିଁ, କିଅବା ଆପଣା ହୃଦୟକୁ ନିରାଶ ହେବାକୁ ଦିଅ ନାହିଁ। BSB BSB: and say to him: Calm down and be quiet. Do not be afraid or disheartened over these two smoldering stubs of firewood—over the fierce anger of Rezin and Aram and of the son of Remaliah.
5 ULB କାରଣ ଅରାମ, ମଧ୍ୟ ଇଫ୍ରୟିମ ଓ ରମଲୀୟର ପୁତ୍ର ତୁମ୍ଭ ବିରୁଦ୍ଧରେ କୁମନ୍ତ୍ରଣା କରି କହୁଅଛନ୍ତି, BSB BSB: For Aram, along with Ephraim and the son of Remaliah, has plotted your ruin, saying:
6 ULB ଆସ, ଆମ୍ଭେମାନେ ଯିହୁଦା ବିରୁଦ୍ଧରେ ଯାଇ ତାହାକୁ ଅଧୈର୍ଯ୍ୟ କରୁ ଓ ଆମ୍ଭମାନଙ୍କ ନିମନ୍ତେ ତହିଁ ମଧ୍ୟରେ ଭଗ୍ନ ସ୍ଥାନ କରି ଏକ ରାଜାକୁ, ଅର୍ଥାତ୍, ଟାବେଲର ପୁତ୍ରକୁ ସ୍ଥାପନ କରୁ। BSB BSB: ‘Let us invade Judah, terrorize it, and divide it among ourselves. Then we can install the son of Tabeal over it as king.’
7 ULB ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, “ତାହା ସ୍ଥିର ହେବ ନାହିଁ ଅବା ସିଦ୍ଧ ହିଁ ହେବ ନାହିଁ।” BSB BSB: But this is what the Lord GOD says: ‘It will not arise; it will not happen.
8 ULB କାରଣ ଅରାମର ମସ୍ତକ ଦମ୍ମେଶକ ଓ ଦମ୍ମେଶକର ମସ୍ତକ ରତ୍ସୀନ; ପୁଣି, ପଞ୍ଚଷଠି ବର୍ଷ ମଧ୍ୟରେ ଇଫ୍ରୟିମ ଖଣ୍ଡ ଖଣ୍ଡ ହୋଇ ଏପରି ଭଗ୍ନ ହେବ ଯେ, ସେ ଆଉ ଏକ ଗୋଷ୍ଠୀ ହୋଇ ରହିବ ନାହିଁ; BSB BSB: For the head of Aram is Damascus, and the head of Damascus is Rezin. Within sixty-five years Ephraim will be shattered as a people.
9 ULB ଆଉ, ଇଫ୍ରୟିମର ମସ୍ତକ ଶମରୀୟା ଓ ଶମରୀୟାର ମସ୍ତକ ରମଲୀୟର ପୁତ୍ର। ଯଦି ତୁମ୍ଭେମାନେ ବିଶ୍ୱାସ ନ କରିବ, ତେବେ ସ୍ଥିରୀକୃତ ହେବ ନାହିଁ, ଏହା ନିଶ୍ଚୟ।” BSB BSB: The head of Ephraim is Samaria, and the head of Samaria is the son of Remaliah. If you do not stand firm in your faith, then you will not stand at all.’”
11 ULB “ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ଏକ ଚିହ୍ନ ମାଗ; ଅଧୋଲୋକରେ କି ଉର୍ଦ୍ଧ୍ୱଲୋକରେ ହେଉ, ମାଗ।” BSB BSB: “Ask for a sign from the LORD your God, whether from the depths of Sheol or the heights of heaven.”
12 ULB ମାତ୍ର ଆହସ୍ କହିଲା, “ମୁଁ ମାଗିବି ନାହିଁ କି ସଦାପ୍ରଭୁଙ୍କୁ ପରୀକ୍ଷା କରିବି ନାହିଁ।” BSB BSB: But Ahaz replied, “I will not ask; I will not test the LORD.”
13 ULB ଏଥିରେ ସେ କହିଲେ, “ହେ ଦାଉଦର ବଂଶ, ତୁମ୍ଭେମାନେ ଏବେ ଶୁଣ; ମନୁଷ୍ୟର ଧୈର୍ଯ୍ୟକୁ ପରୀକ୍ଷା କରିବାର ତୁମ୍ଭମାନଙ୍କ ପ୍ରତି କ୍ଷୁଦ୍ର ବିଷୟ ବୋଲି କି ତୁମ୍ଭେମାନେ ମୋ’ ପରମେଶ୍ୱରଙ୍କ ଧୈର୍ଯ୍ୟ ମଧ୍ୟ ପରୀକ୍ଷା କରିବ? BSB BSB: Then Isaiah said, “Hear now, O house of David! Is it not enough to try the patience of men? Will you try the patience of my God as well?
15 ULB ମନ୍ଦକୁ ଅଗ୍ରାହ୍ୟ ଓ ଭଲକୁ ମନୋନୀତ କରିବାର ଜାଣିବା ବେଳେ ସେ ଦହି ଓ ମଧୁ ଖାଇବ। BSB BSB: By the time He knows enough to reject evil and choose good, He will be eating curds and honey.
16 ULB କାରଣ ବାଳକ ମନ୍ଦକୁ ଅଗ୍ରାହ୍ୟ ଓ ଭଲକୁ ମନୋନୀତ କରିବାର ଜାଣିବା ପୂର୍ବେ ଯେଉଁ ଦେଶର ଦୁଇ ରାଜାଙ୍କୁ ତୁମ୍ଭେ ଘୃଣା କରୁଅଛ, ସେହି ଦେଶ ପରିତ୍ୟକ୍ତ ହେବ। BSB BSB: For before the boy knows enough to reject evil and choose good, the land of the two kings you dread will be laid waste.
17 ULB ଇଫ୍ରୟିମ ଯିହୁଦାଠାରୁ ପୃଥକ୍ ହେବା ଦିନଠାରୁ ଯେପ୍ରକାର ସମୟ କେବେ ହୋଇ ନାହିଁ, ସେପ୍ରକାର ସମୟ ସଦାପ୍ରଭୁ ତୁମ୍ଭ ପ୍ରତି ଓ ତୁମ୍ଭ ଲୋକମାନଙ୍କ ପ୍ରତି ଓ ତୁମ୍ଭ ପିତୃବଂଶ ପ୍ରତି ଘଟାଇବେ; ଅର୍ଥାତ୍, ଅଶୂରର ରାଜାକୁ ଆଣିବେ।” BSB BSB: The LORD will bring on you and on your people and on the house of your father a time unlike any since the day Ephraim separated from Judah—He will bring the king of Assyria.”
18 ULB ପୁଣି, ସେହି ଦିନ ସଦାପ୍ରଭୁ ମିସର ଦେଶୀୟ ନଦୀସବୁର ପ୍ରାନ୍ତସ୍ଥ ମକ୍ଷିକାର ପ୍ରତି ଓ ଅଶୂର ଦେଶୀୟ ମହୁମାଛି ପ୍ରତି ଶିଷ୍ ଦେବେ। BSB BSB: On that day the LORD will whistle to the flies at the farthest streams of the Nile and to the bees in the land of Assyria.
19 ULB ତହିଁରେ ସେସମସ୍ତେ ଆସି ଉଚ୍ଛିନ୍ନ ଉପତ୍ୟକାସମୂହରେ ଓ ଶୈଳମାନଙ୍କର ଛିଦ୍ର ସ୍ଥାନରେ ଓ କଣ୍ଟକ ବନରେ ଓ ଚରାଭୂମିସମୂହରେ ବସିବେ। BSB BSB: And they will all come and settle in the steep ravines and clefts of the rocks, in all the thornbushes and watering holes.
20 ULB ସେହି ଦିନ ପ୍ରଭୁ ନଦୀର ସେପାରିସ୍ଥ ଭଡ଼ାଟିଆ କ୍ଷୁର ଦ୍ୱାରା, ଅର୍ଥାତ୍, ଅଶୂରର ରାଜା ଦ୍ୱାରା ମସ୍ତକ, ପଦର ଲୋମ କ୍ଷୌର କରିବେ ଓ ତଦ୍ଦ୍ୱାରା ଦାଢ଼ି ମଧ୍ୟ ନଷ୍ଟ ହେବ। BSB BSB: On that day the Lord will use a razor hired from beyond the Euphrates—the king of Assyria—to shave your head and the hair of your legs, and to remove your beard as well.
21 ULB ସେହି ଦିନ କେହି ଗୋଟିଏ ଯୁବତୀ ଗାଭୀ ଓ ଦୁଇ ଗୋଟି ମେଷ ପୋଷିଲେ, BSB BSB: On that day a man will raise a young cow and two sheep,
22 ULB ସେମାନଙ୍କ ଦତ୍ତ ଦୁଗ୍ଧର ବାହୁଲ୍ୟରେ ସେ ଦହି ଖାଇବ; କାରଣ ଦେଶ ମଧ୍ୟରେ ଅବଶିଷ୍ଟ ସମସ୍ତ ଲୋକ ଦହି ଓ ମଧୁ ଖାଇବେ। BSB BSB: and from the abundance of milk they give, he will eat curds; for all who remain in the land will eat curds and honey.
23 ULB ଆହୁରି, ଯେଉଁ ଯେଉଁ ସ୍ଥାନରେ ସହସ୍ର ରୌପ୍ୟ ମୁଦ୍ରା ମୂଲ୍ୟର ଦ୍ରାକ୍ଷାଲତା ଥିଲା, ସେହି ଦିନ ସେ ପ୍ରତ୍ୟେକ ସ୍ଥାନ କାନକୋଳି ଓ କଣ୍ଟକ ବୃକ୍ଷମୟ ହେବ। BSB BSB: And on that day, in every place that had a thousand vines worth a thousand shekels of silver, only briers and thorns will be found.
24 ULB ପୁଣି, ସମୁଦାୟ ଦେଶ କାନକୋଳି ଓ କଣ୍ଟକ ବୃକ୍ଷମୟ ହେବାରୁ ଲୋକେ ତୀର ଓ ଧନୁ ନେଇ ସେସ୍ଥାନକୁ ଯିବେ। BSB BSB: Men will go there with bow and arrow, for the land will be covered with briers and thorns.
25 ULB ଆଉ, ଯେସବୁ ପର୍ବତ କୋଡ଼ିରେ ଖୋଳା ହୋଇଥିଲା, ତୁମ୍ଭେ କାନକୋଳି ଓ କଣ୍ଟକ ବନର ଭୟରେ ସେ ସ୍ଥାନକୁ ଗମନ କରିବ ନାହିଁ, ମାତ୍ର ତାହା ବଳଦର ଚରାସ୍ଥାନ ଓ ମେଷର ପାଦ ତଳେ ଦଳିତ ହେବାର ସ୍ଥାନ ହେବ। BSB BSB: For fear of the briers and thorns, you will no longer traverse the hills once tilled by the hoe; they will become places for oxen to graze and sheep to trample.
Select verses for actions: Enter goes to them and Escape comes back.