1 ULB ପୁଣି, ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଏକ ଖଣ୍ଡ ବୃହତ ଫଳକ ନେଇ ପ୍ରଚଳିତ ଅକ୍ଷରରେ ତହିଁ ଉପରେ ଏହି କଥା ଲେଖ, ମହେର-ଶାଲଲହାଶ୍-ବସ୍ (ଲୁଟିତ ଶୀଘ୍ର ଆସୁଅଛି, ଲୁଟିତ ଦ୍ରବ୍ୟ ଶୀଘ୍ର ଗମନ କରୁଅଛି) BSB BSB: Then the LORD said to me, “Take a large scroll and write on it with an ordinary stylus: Maher-shalal-hash-baz.
2 ULB ଆଉ, ମୁଁ ପ୍ରମାଣର ନିମନ୍ତେ ଊରୀୟ ଯାଜକ ଓ ଯିବୋରିଖୀୟର ପୁତ୍ର ଜିଖରୀୟକୁ ଆପଣାର ବିଶ୍ୱସ୍ତ ସାକ୍ଷୀ କରିବି। BSB BSB: And I will appoint for Myself trustworthy witnesses—Uriah the priest and Zechariah son of Jeberekiah.”
3 ULB ଏଥିଉତ୍ତାରେ ମୁଁ ଭବିଷ୍ୟଦ୍ବକ୍ତ୍ରୀ ସହ ଶୟନ କରନ୍ତେ, ସେ ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କଲା। ତେବେ ସଦାପ୍ରଭୁ ମୋତେ କହିଲେ, “ତାହାର ନାମ ମହେର-ଶାଲଲହାଶ୍-ବସ୍ ରଖ। BSB BSB: And I had relations with the prophetess, and she conceived and gave birth to a son. The LORD said to me, “Name him Maher-shalal-hash-baz.
4 ULB କାରଣ ବାଳକ ମୋହର ପିତା ଓ ମୋହର ମାତା ବୋଲି ଡାକିବା ପାଇଁ ଜ୍ଞାନ ପାଇବା ପୂର୍ବେ ଦମ୍ମେଶକ ଧନ ଓ ଶମରୀୟାର ଲୁଟିତ ଅଶୂର ରାଜାର ଆଗେ ଆଗେ ବହି ନିଆଯିବ।” BSB BSB: For before the boy knows how to cry ‘Father’ or ‘Mother,’ the wealth of Damascus and the plunder of Samaria will be carried off by the king of Assyria.”
5 ULB ଏଥିଉତ୍ତାରେ ସଦାପ୍ରଭୁ ମୋତେ ପୁନର୍ବାର କହିଲେ, BSB BSB: And the LORD spoke to me further:
6 ULB “ଏହି ଲୋକମାନେ ଶୀଲୋହର ମନ୍ଦଗାମୀ ସ୍ରୋତ ଅଗ୍ରାହ୍ୟ କରି ରତ୍ସୀନ ଓ ରମଲୀୟର ପୁତ୍ରଠାରେ ଆନନ୍ଦ କରୁଅଛନ୍ତି; BSB BSB: “Because this people has rejected the gently flowing waters of Shiloah and rejoiced in Rezin and the son of Remaliah,
7 ULB ଏହେତୁ ଦେଖ, ପ୍ରଭୁ ଏବେ ନଦୀର ପ୍ରବଳ, ଅପାର ଜଳ ସ୍ୱରୂପ ଅଶୂରର ରାଜାକୁ ଓ ତାହାର ସମସ୍ତ ପ୍ରତାପକୁ ସେମାନଙ୍କ ଉପରେ ଆଣୁଅଛନ୍ତି; ତହୁଁ ସେ ଆପଣାର ସମସ୍ତ ଜଳପ୍ରଣାଳୀ ଉପରେ ବଢ଼ି ଆପଣାର ବନ୍ଧ ଉପର ଦେଇ ଚାଲିଯିବ; BSB BSB: the Lord will surely bring against them the mighty floodwaters of the Euphrates—the king of Assyria and all his pomp. It will overflow its channels and overrun its banks.
9 ULB ହେ ଗୋଷ୍ଠୀସମୂହ, ତୁମ୍ଭେମାନେ କୋଳାହଳ କର, ମଧ୍ୟ ତୁମ୍ଭେମାନେ ଭଗ୍ନ ହେବ; ପୁଣି, ହେ ଦୂରଦେଶୀୟ ଲୋକ ସମସ୍ତେ, ତୁମ୍ଭେମାନେ କର୍ଣ୍ଣପାତ କର; ତୁମ୍ଭେମାନେ କଟି ବନ୍ଧନ କର, ମଧ୍ୟ ଭଗ୍ନ ହେବ। BSB BSB: Huddle together, O peoples, and be shattered; pay attention, all you distant lands; prepare for battle, and be shattered; prepare for battle, and be shattered!
10 ULB ଏକତ୍ର ମନ୍ତ୍ରଣା କର, ମଧ୍ୟ ତାହା ନିଷ୍ଫଳ ହେବ; କଥା କୁହ, ମଧ୍ୟ ତାହା ସ୍ଥିର ହେବ ନାହିଁ; ଯେହେତୁ ପରମେଶ୍ୱର ଆମ୍ଭମାନଙ୍କ ସହିତ ଅଛନ୍ତି। BSB BSB: Devise a plan, but it will be thwarted; state a proposal, but it will not happen. For God is with us.”
11 ULB କାରଣ ସଦାପ୍ରଭୁ ପ୍ରବଳ ହସ୍ତରେ ଧରି ମୋତେ ଏହିପରି କହିଲେ ଓ ମୁଁ ଯେପରି ଏହି ଲୋକମାନଙ୍କ ପଥରେ ଗମନ ନ କରିବି, ଏଥିପାଇଁ ମୋତେ ଆଦେଶ ଦେଇ କହିଲେ, BSB BSB: For this is what the LORD has spoken to me with a strong hand, instructing me not to walk in the way of this people:
12 ULB ଏହି ଲୋକମାନେ ଯେଉଁ ସବୁ ବିଷୟକୁ ଚକ୍ରାନ୍ତ ବୋଲି କହିବେ; ତୁମ୍ଭେମାନେ ସେହି ସବୁକୁ ଚକ୍ରାନ୍ତ ବୋଲି କୁହ ନାହିଁ; କିଅବା ସେମାନଙ୍କର ଭୟ ବିଷୟକୁ ତୁମ୍ଭେମାନେ ଭୟ କର ନାହିଁ, ଅବା ତହିଁ ବିଷୟରେ ତ୍ରାସଯୁକ୍ତ ହୁଅ ନାହିଁ। BSB BSB: “Do not call conspiracy everything these people regard as conspiracy. Do not fear what they fear; do not live in dread.
13 ULB ସୈନ୍ୟାଧିପତି ସଦାପ୍ରଭୁଙ୍କୁ ହିଁ ତୁମ୍ଭେମାନେ ପବିତ୍ର ରୂପେ ମାନ୍ୟ କରିବ, ପୁଣି, ସେ ତୁମ୍ଭମାନଙ୍କର ଭୟସ୍ଥାନ ହେଉନ୍ତୁ ଓ ସେ ତୁମ୍ଭମାନଙ୍କର ତ୍ରାସଭୂମି ହେଉନ୍ତୁ। BSB BSB: The LORD of Hosts is the One you shall regard as holy. Only He should be feared; only He should be dreaded.
14 ULB ତହିଁରେ ସେ ପବିତ୍ର ଆଶ୍ରୟ ସ୍ୱରୂପ ହେବେ, ମାତ୍ର ଇସ୍ରାଏଲର ଉଭୟ ବଂଶ ପ୍ରତି ବିଘ୍ନଜନକ ପ୍ରସ୍ତର ଓ ବାଧାଜନକ ପାଷାଣ ହେବେ, ଯିରୂଶାଲମ ନିବାସୀମାନଙ୍କ ପ୍ରତି ଫାଶ ଓ ଫାନ୍ଦ ସ୍ୱରୂପ ହେବେ। BSB BSB: And He will be a sanctuary—but to both houses of Israel a stone of stumbling and a rock of offense, to the dwellers of Jerusalem a trap and a snare.
15 ULB ଆଉ, ଅନେକ ଲୋକ ତଦ୍ଦ୍ୱାରା ବିଘ୍ନ ପାଇ ପତିତ ଓ ଭଗ୍ନ ହେବେ ଓ ଫାନ୍ଦରେ ପଡ଼ି ଧରାଯିବେ। BSB BSB: Many will stumble over these; they will fall and be broken; they will be ensnared and captured.”
16 ULB ତୁମ୍ଭେ ଏହି ପ୍ରମାଣ-ବାକ୍ୟ ବାନ୍ଧ, ମୋ’ ଶିଷ୍ୟମାନଙ୍କ ମଧ୍ୟରେ ବ୍ୟବସ୍ଥା ମୁଦ୍ରାଙ୍କିତ କର। BSB BSB: Bind up the testimony and seal the law among my disciples.
17 ULB ପୁଣି, ଯେ ଯାକୁବ-ବଂଶଠାରୁ ଆପଣା ମୁଖ ଆଚ୍ଛାଦନ କରନ୍ତି, ମୁଁ ସେହି ସଦାପ୍ରଭୁଙ୍କର ଅପେକ୍ଷା କରିବି ଓ ତାହାଙ୍କ ପାଇଁ ଅନାଇ ରହିବି। BSB BSB: I will wait for the LORD, who is hiding His face from the house of Jacob. I will put my trust in Him.
18 ULB ଦେଖ, ମୁଁ ଓ ସଦାପ୍ରଭୁଙ୍କ ଦ୍ୱାରା ମୋତେ ଦତ୍ତ ସନ୍ତାନଗଣ ସିୟୋନ ପର୍ବତନିବାସୀ ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ଇସ୍ରାଏଲ ମଧ୍ୟରେ ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ସ୍ୱରୂପ ଅଟୁ। BSB BSB: Here am I, and the children the LORD has given me as signs and symbols in Israel from the LORD of Hosts, who dwells on Mount Zion.
20 ULB ବ୍ୟବସ୍ଥା ଓ ପ୍ରମାଣ-ବାକ୍ୟରେ ଅନ୍ଵେଷଣ କର। ଯଦି ସେମାନେ ଏହି ବାକ୍ୟାନୁସାରେ କଥା ନ କହନ୍ତି, ତେବେ ନିଶ୍ଚୟ ସେମାନଙ୍କ ନିମନ୍ତେ ଅରୁଣୋଦୟ ନାହିଁ। BSB BSB: To the law and to the testimony! If they do not speak according to this word, they have no light of dawn.
21 ULB ପୁଣି, ସେମାନେ ଅତି କଠିନ ଓ କ୍ଷୁଧିତ ହୋଇ ଦେଶ ମଧ୍ୟ ଦେଇ ଗମନ କରିବେ, ଆଉ କ୍ଷୁଧିତ ହେଲେ, ସେମାନେ ବିରକ୍ତ ହୋଇ ଆପଣାମାନଙ୍କ ରାଜାଙ୍କ ଦ୍ୱାରା ଓ ଆପଣାମାନଙ୍କ ପରମେଶ୍ୱରଙ୍କ ଦ୍ୱାରା ଅଭିଶାପ ଦେଇ ଉର୍ଦ୍ଧ୍ୱ ଆଡ଼କୁ ଆପଣା ଆପଣା ମୁଖ କରିବେ; BSB BSB: They will roam the land, dejected and hungry. When they are famished, they will become enraged; and looking upward, they will curse their king and their God.
22 ULB ପୁଣି, ସେମାନେ ଭୂମି ଆଡ଼େ ନିରୀକ୍ଷଣ କରିବେ, ଆଉ ଦେଖ, ସଙ୍କଟ ଓ ଅନ୍ଧକାର, ଯାତନାରୂପ ତିମିର; ପୁଣି, ସେମାନେ ନିବିଡ଼ ଅନ୍ଧକାରକୁ ତାଡ଼ିତ ହେବେ। BSB BSB: Then they will look to the earth and see only distress and darkness and the gloom of anguish. And they will be driven into utter darkness.
Select verses for actions: Enter goes to them and Escape comes back.