1 ULB ହେ ଇସ୍ରାଏଲ ବଂଶ, ସଦାପ୍ରଭୁ ତୁମ୍ଭମାନଙ୍କୁ ଯେଉଁ କଥା କହନ୍ତି, ତାହା ଶୁଣ; BSB BSB: Hear the word that the LORD speaks to you, O house of Israel.
3 ULB ଅନ୍ୟ ଦେଶୀୟମାନଙ୍କର ବିଧିସକଳ ଅସାର; ଯେହେତୁ ବନରୁ ଜଣେ ବୃକ୍ଷ ଛେଦନ କରେ, ତାହା ଅସ୍ତ୍ର ଦ୍ୱାରା କାରିଗରର ହସ୍ତକୃତ କର୍ମ। BSB BSB: For the customs of the peoples are worthless; they cut down a tree from the forest; it is shaped with a chisel by the hands of a craftsman.
4 ULB ସେମାନେ ରୂପା ଓ ସୁନାରେ ତାହା ମଣ୍ଡନ କରନ୍ତି; ପୁଣି, ତାହା ଯେପରି ଟଳ ଟଳ ହେବ ନାହିଁ, ଏଥିପାଇଁ ହାତୁଡ଼ି ଦ୍ୱାରା କଣ୍ଟା ମାରି ତାହା ଦୃଢ଼ କରନ୍ତି। BSB BSB: They adorn it with silver and gold and fasten it with hammer and nails, so that it will not totter.
5 ULB ସେସବୁ ତାଳଗଛ ତୁଲ୍ୟ, କୁନ୍ଦା କର୍ମ ଓ କଥା କହନ୍ତି ନାହିଁ; ସେମାନେ ଚାଲି ପାରନ୍ତି ନାହିଁ, ଏଥିପାଇଁ ସେମାନଙ୍କୁ ବହିବାକୁ ହୁଏ। ସେମାନଙ୍କ ବିଷୟରେ ଭୀତ ହୁଅ ନାହିଁ; କାରଣ ସେମାନେ ଅମଙ୍ଗଳ କରି ପାରନ୍ତି ନାହିଁ କିଅବା ମଙ୍ଗଳ କରିବାକୁ ହିଁ ସେମାନଙ୍କର ସାଧ୍ୟ ନାହିଁ। BSB BSB: Like scarecrows in a cucumber patch, their idols cannot speak. They must be carried because they cannot walk. Do not fear them, for they can do no harm, and neither can they do any good.”
6 ULB ହେ ସଦାପ୍ରଭୁ, ତୁମ୍ଭ ତୁଲ୍ୟ କେହି ନାହିଁ; ତୁମ୍ଭେ ମହାନ, ଓ ପରାକ୍ରମରେ ତୁମ୍ଭର ନାମ ମହତ। BSB BSB: There is none like You, O LORD. You are great, and Your name is mighty in power.
7 ULB ହେ ସର୍ବଦେଶୀୟମାନଙ୍କର ରାଜନ୍, ତୁମ୍ଭଙ୍କୁ କିଏ ଭୟ ନ କରିବ? କାରଣ ତାହା ତୁମ୍ଭର ପ୍ରାପ୍ୟ; ଯେହେତୁ ନାନା ଦେଶୀୟ ସମୁଦାୟ ଜ୍ଞାନୀମାନଙ୍କ ମଧ୍ୟରେ ଓ ସେମାନଙ୍କ ସମୁଦାୟ ରାଜକୀୟ ଐଶ୍ୱର୍ଯ୍ୟଶାଳୀମାନଙ୍କ ମଧ୍ୟରେ ତୁମ୍ଭ ତୁଲ୍ୟ କେହି ନାହିଁ। BSB BSB: Who would not fear You, O King of nations? This is Your due. For among all the wise men of the nations, and in all their kingdoms, there is none like You.
8 ULB ସେମାନେ ସମସ୍ତେ ପଶୁବତ୍ ଓ ଅଜ୍ଞାନ ପ୍ରତିମାଗଣର ଶିକ୍ଷା କାଷ୍ଠ ମାତ୍ର। BSB BSB: But they are altogether senseless and foolish, instructed by worthless idols made of wood!
9 ULB ତର୍ଶୀଶ୍ରୁ ପିଟା ରୂପାପାତ୍ର ଓ ଉଫସରୁ ସୁନା ଅଣାଯାଏ, ତାହା କାରିଗରର କର୍ମ ଓ ସ୍ୱର୍ଣ୍ଣକାରର ହସ୍ତ ନିର୍ମିତ; ସେମାନଙ୍କର ବସ୍ତ୍ର ନୀଳ ଓ ଧୂମ୍ରବର୍ଣ୍ଣ, ସେସବୁ ନିପୁଣ ଶିଳ୍ପକରମାନଙ୍କର କୃତକର୍ମ। BSB BSB: Hammered silver is brought from Tarshish, and gold from Uphaz—the work of a craftsman from the hands of a goldsmith. Their clothes are blue and purple, all fashioned by skilled workers.
10 ULB ମାତ୍ର ସଦାପ୍ରଭୁ ସତ୍ୟ ପରମେଶ୍ୱର ଅଟନ୍ତି; ସେ ଜୀବିତ ପରମେଶ୍ୱର ଓ ଅନନ୍ତ କାଳସ୍ଥାୟୀ ରାଜା; ତାହାଙ୍କ କୋପରେ ପୃଥିବୀ କମ୍ପିତ ହୁଏ, ପୁଣି ସର୍ବଦେଶୀୟମାନେ ତାହାଙ୍କର କ୍ରୋଧ ସହି ପାରନ୍ତି ନାହିଁ। BSB BSB: But the LORD is the true God; He is the living God and eternal King. The earth quakes at His wrath, and the nations cannot endure His indignation.
11 ULB ତୁମ୍ଭେମାନେ ସେମାନଙ୍କୁ ଏହି କଥା କହିବ, ଯେଉଁ ଦେବତାମାନେ ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କରି ନାହାନ୍ତି, ସେମାନେ ପୃଥିବୀରୁ ଓ ଆକାଶମଣ୍ଡଳର ତଳୁ ବିନଷ୍ଟ ହେବେ। BSB BSB: Thus you are to tell them: “These gods, who have made neither the heavens nor the earth, will perish from this earth and from under these heavens.”
12 ULB ସେ ଆପଣା ପରାକ୍ରମ ଦ୍ୱାରା ପୃଥିବୀ ନିର୍ମାଣ କରିଅଛନ୍ତି, ସେ ଆପଣା ଜ୍ଞାନ ଦ୍ୱାରା ଜଗତ ସ୍ଥାପନ କରିଅଛନ୍ତି ଓ ଆପଣାର ବୁଦ୍ଧି ଦ୍ୱାରା ସେ ଆକାଶମଣ୍ଡଳ ବିସ୍ତାର କରିଅଛନ୍ତି; BSB BSB: The LORD made the earth by His power; He established the world by His wisdom and stretched out the heavens by His understanding.
13 ULB ଯେତେବେଳେ ସେ ଆପଣା ରବ ଉଚ୍ଚାରଣ କରନ୍ତି, ସେତେବେଳେ ଆକାଶରେ ଜଳରାଶିର ଶବ୍ଦ ହୁଏ, ପୁଣି ସେ ପୃଥିବୀର ପ୍ରାନ୍ତରୁ ବାଷ୍ପ ଉତ୍ଥାପନ କରାନ୍ତି; ସେ ବୃଷ୍ଟି ନିମନ୍ତେ ବିଜୁଳି ପ୍ରସ୍ତୁତ କରନ୍ତି ଓ ଆପଣା ଭଣ୍ଡାରସମୂହରୁ ବାୟୁ ବାହାର କରି ଆଣନ୍ତି। BSB BSB: When He thunders, the waters in the heavens roar; He causes the clouds to rise from the ends of the earth. He generates the lightning with the rain and brings forth the wind from His storehouses.
14 ULB ପ୍ରତ୍ୟେକ ମନୁଷ୍ୟ ପଶୁବତ୍ ଓ ଜ୍ଞାନହୀନ ହୋଇଅଛି; ପ୍ରତ୍ୟେକ ସ୍ୱର୍ଣ୍ଣକାର ଆପଣା ଖୋଦିତ ପ୍ରତିମା ଦ୍ୱାରା ଲଜ୍ଜିତ ହୋଇଅଛି; କାରଣ ତାହାର ଢଳା ପ୍ରତିମା ମିଥ୍ୟା ଓ ସେମାନଙ୍କଠାରେ ପ୍ରାଣବାୟୁ ନାହିଁ। BSB BSB: Every man is senseless and devoid of knowledge; every goldsmith is put to shame by his idols. For his molten images are a fraud, and there is no breath in them.
15 ULB ସେସବୁ ଅସାର ଓ ଭ୍ରାନ୍ତିର କର୍ମ; ସେମାନେ ଆପଣା ପ୍ରତିଫଳ ପାଇବା ସମୟରେ ବିନଷ୍ଟ ହେବେ। BSB BSB: They are worthless, a work to be mocked. In the time of their punishment they will perish.
16 ULB ଯେ ଯାକୁବର ବାଣ୍ଟ ସ୍ୱରୂପ, ସେ ଏମାନଙ୍କ ପରି ନୁହନ୍ତି; କାରଣ ସେ ସର୍ବ ବସ୍ତୁର ନିର୍ମାଣକର୍ତ୍ତା ଓ ଇସ୍ରାଏଲ ବଂଶ ତାହାଙ୍କର ଅଧିକାର ସ୍ୱରୂପ; ତାହାଙ୍କର ନାମ ସୈନ୍ୟାଧିପତି ସଦାପ୍ରଭୁ। BSB BSB: The Portion of Jacob is not like these, for He is the Maker of all things, and Israel is the tribe of His inheritance—the LORD of Hosts is His name.
17 ULB ହେ ଅବରୁଦ୍ଧ ସ୍ଥାନ ନିବାସୀନ୍, ତୁମ୍ଭେ ଦେଶରୁ ଆପଣା ସାମଗ୍ରୀ ସଂଗ୍ରହ କର। BSB BSB: Gather up your belongings from this land, you who live under siege.
18 ULB କାରଣ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ଏହି ସମୟରେ ଦେଶ ନିବାସୀମାନଙ୍କୁ ଛାଟିଣୀ ମାରିବା ପରି ଫିଙ୍ଗି ଦେବା ଓ ସେମାନଙ୍କୁ ଏପରି କ୍ଳେଶ ଦେବା ଯେ, ସେମାନେ ତାହା ବୋଧ ପାଇବେ।” BSB BSB: For this is what the LORD says: “Behold, at this time I will sling out the inhabitants of the land and bring distress upon them so that they may be captured.”
19 ULB ହାୟ ହାୟ, ମୋହର ଦୁଃଖ! ମୋହର କ୍ଷତ ଅତି ବେଦନାଯୁକ୍ତ; ତଥାପି ମୁଁ କହିଲି, “ଏହି ମୋହର ବେଦନା, ମୋତେ ଏହା ସହିବାକୁ ହେବ।” BSB BSB: Woe to me because of my brokenness; my wound is grievous! But I said, “This is truly my sickness, and I must bear it.”
20 ULB ମୋର ତମ୍ବୁ ଲୁଟିତ ହୋଇଅଛି ଓ ମୋର ରଜ୍ଜୁସବୁ ଛିଣ୍ଡି ଯାଇଅଛି; ମୋର ବାଳକମାନେ ମୋ’ ନିକଟରୁ ବାହାରି ଯାଇଅଛନ୍ତି, ସେମାନେ ନାହାନ୍ତି, ମୋର ତମ୍ବୁ ଆଉ ପ୍ରସାରିବାକୁ ଓ ମୋର ତମ୍ବୁର ବାଡ଼ ଲଗାଇବାକୁ କେହି ନାହିଁ। BSB BSB: My tent is destroyed, and all its ropes are snapped. My sons have departed from me and are no more. I have no one left to pitch my tent or set up my curtains.
21 ULB କାରଣ ପାଳକଗଣ ପଶୁବତ୍ ହୋଇଅଛନ୍ତି ଓ ସଦାପ୍ରଭୁଙ୍କ ନିକଟରେ ପଚାରି ନାହାନ୍ତି; ଏହେତୁ ସେମାନେ ଉନ୍ନତି କରି ନାହାନ୍ତି ଓ ସେମାନଙ୍କର ପଲସବୁ ଛିନ୍ନଭିନ୍ନ ହୋଇଅଛନ୍ତି। BSB BSB: For the shepherds have become senseless; they do not seek the LORD. Therefore they have not prospered, and all their flock is scattered.
22 ULB କୋଳାହଳର ରବ, ଦେଖ ତାହା ଉପସ୍ଥିତ ହେଉଅଛି, ଆଉ ଯିହୁଦାର ନଗରସବୁ ଉଚ୍ଛିନ୍ନ ଓ ଶୃଗାଳମାନଙ୍କର ବାସସ୍ଥାନ କରିବା ପାଇଁ ଉତ୍ତର ଦେଶରୁ ମହାଚହଳ ଆସୁଅଛି। BSB BSB: Listen! The sound of a report is coming—a great commotion from the land to the north. It will make the cities of Judah a desolation, a haunt for jackals.
23 ULB ହେ ସଦାପ୍ରଭୁ, ମୁଁ ଜାଣେ; ମନୁଷ୍ୟର ଗତି ତାହାର ଆୟତ୍ତ ନୁହେଁ; ନିଜ ପାଦ ବିକ୍ଷେପ ସ୍ଥିର କରିବାର ଗମନକାରୀ ମନୁଷ୍ୟର ସାଧ୍ୟ ନୁହେଁ। BSB BSB: I know, O LORD, that a man’s way is not his own; no one who walks directs his own steps.
24 ULB ହେ ସଦାପ୍ରଭୁ, ମୋତେ ଶାସନ କର, ମାତ୍ର ବିଚାରପୂର୍ବକ କର; କ୍ରୋଧରେ ତାହା ନ କର, କଲେ ତୁମ୍ଭେ ମୋତେ ବିନାଶ କରିବ। BSB BSB: Correct me, O LORD, but only with justice—not in Your anger, or You will bring me to nothing.
25 ULB ଯେଉଁ ଅନ୍ୟ ଦେଶୀୟମାନେ ତୁମ୍ଭଙ୍କୁ ଜାଣନ୍ତି ନାହିଁ ଓ ଯେଉଁ ଗୋଷ୍ଠୀସକଳ ତୁମ୍ଭ ନାମରେ ପ୍ରାର୍ଥନା କରନ୍ତି ନାହିଁ, ସେମାନଙ୍କ ଉପରେ ତୁମ୍ଭେ ଆପଣା କୋପ ଢାଳିଦିଅ; କାରଣ ସେମାନେ ଯାକୁବକୁ ଗ୍ରାସ କରିଅଛନ୍ତି, ହଁ, ସେମାନେ ତାହାକୁ ଗ୍ରାସ କରି ସଂହାର କରିଅଛନ୍ତି ଓ ତାହାର ବାସସ୍ଥାନ ଉଚ୍ଛିନ୍ନ କରିଅଛନ୍ତି। BSB BSB: Pour out Your wrath on the nations that do not acknowledge You, and on the families that do not call on Your name. For they have devoured Jacob; they have consumed him and finished him off; they have devastated his homeland.
Select verses for actions: Enter goes to them and Escape comes back.