1 ULB ଏଥିଉତ୍ତାରେ ସେହି ବର୍ଷ, ଅର୍ଥାତ୍, ଯିହୁଦାର ରାଜା ସିଦିକୀୟର ରାଜତ୍ୱର ଆରମ୍ଭ ସମୟରେ, ଚତୁର୍ଥ ବର୍ଷର ପଞ୍ଚମ ମାସରେ ଗିବୀୟୋନ୍ ନିବାସୀ ଅସ୍ସୁରର ପୁତ୍ର ହନାନୀୟ ଭବିଷ୍ୟଦ୍ବକ୍ତା ସଦାପ୍ରଭୁଙ୍କ ଗୃହରେ ଯାଜକମାନଙ୍କର ଓ ଲୋକସମସ୍ତଙ୍କର ସାକ୍ଷାତରେ ମୋତେ ଏହି କଥା କହିଲା, BSB BSB: In the fifth month of that same year, the fourth year, near the beginning of the reign of King Zedekiah of Judah, the prophet Hananiah son of Azzur, who was from Gibeon, said to me in the house of the LORD in the presence of the priests and all the people:
2 ULB “ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଆମ୍ଭେ ବାବିଲ ରାଜାର ଯୁଆଳି ଭାଙ୍ଗି ଅଛୁ। BSB BSB: “This is what the LORD of Hosts, the God of Israel, says: ‘I have broken the yoke of the king of Babylon.
3 ULB ବାବିଲର ରାଜା ନବୂଖଦ୍ନିତ୍ସର ଏହି ସ୍ଥାନରୁ ସଦାପ୍ରଭୁଙ୍କ ଗୃହର ଯେସକଳ ପାତ୍ର ବାବିଲକୁ ନେଇ ଯାଇଅଛି, ସେସବୁ ଆମ୍ଭେ ପୂର୍ଣ୍ଣ ଦୁଇ ବର୍ଷ ମଧ୍ୟରେ ପୁନର୍ବାର ଏହି ସ୍ଥାନକୁ ଆଣିବା। BSB BSB: Within two years I will restore to this place all the articles of the house of the LORD that Nebuchadnezzar king of Babylon removed from here and carried to Babylon.
4 ULB ପୁଣି, ଯିହୋୟାକୀମ୍ର ପୁତ୍ର ଯିହୁଦାର ରାଜା ଯିହୋୟାଖୀନ୍କୁ, ଯିହୁଦାରୁ ବାବିଲକୁ ବନ୍ଦୀ ହୋଇ ଯାଇଥିବା ସମସ୍ତ ଲୋକ ସହିତ ଏହି ସ୍ଥାନକୁ ଫେରାଇ ଆଣିବା,” ଏହା ସଦାପ୍ରଭୁ କହନ୍ତି; “କାରଣ ଆମ୍ଭେ ବାବିଲ ରାଜାର ଯୁଆଳି ଭାଙ୍ଗି ପକାଇବା।” BSB BSB: And I will restore to this place Jeconiah son of Jehoiakim king of Judah, along with all the exiles from Judah who went to Babylon,’ declares the LORD, ‘for I will break the yoke of the king of Babylon.’”
5 ULB ତହିଁରେ ଯିରିମୀୟ ଭବିଷ୍ୟଦ୍ବକ୍ତା ପରମେଶ୍ୱରଙ୍କ ଗୃହରେ ଠିଆ ହୋଇଥିବା ଯାଜକମାନଙ୍କ ସାକ୍ଷାତରେ ଓ ସମସ୍ତ ଲୋକଙ୍କ ସାକ୍ଷାତରେ ହନାନୀୟ ଭବିଷ୍ୟଦ୍ବକ୍ତାଙ୍କୁ କହିଲେ, BSB BSB: Then the prophet Jeremiah replied to the prophet Hananiah in the presence of the priests and all the people who were standing in the house of the LORD.
6 ULB ଅର୍ଥାତ୍, ଯିରିମୀୟ ଭବିଷ୍ୟଦ୍ବକ୍ତା ଏହା କହିଲେ, “ଆମେନ୍; ସଦାପ୍ରଭୁ ସେପରି କରନ୍ତୁ; ସଦାପ୍ରଭୁଙ୍କ ଗୃହର ପାତ୍ର ଓ ନିର୍ବାସିତ ଲୋକସକଳକୁ ବାବିଲରୁ ପୁନର୍ବାର ଏହି ସ୍ଥାନକୁ ଆଣିବା ପାଇଁ ତୁମ୍ଭେ ଯେଉଁ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିଅଛ, ସଦାପ୍ରଭୁ ତୁମ୍ଭର ସେହି ବାକ୍ୟସବୁ ସିଦ୍ଧ କରନ୍ତୁ। BSB BSB: “Amen!” Jeremiah said. “May the LORD do so! May the LORD fulfill the words you have prophesied, and may He restore the articles of His house and all the exiles back to this place from Babylon.
7 ULB ତଥାପି ମୁଁ ତୁମ୍ଭ କର୍ଣ୍ଣଗୋଚରରେ ଓ ସମଗ୍ର ଲୋକଙ୍କ କର୍ଣ୍ଣଗୋଚରରେ ଏହି ଯେଉଁ କଥା କହିଅଛି, ତାହା ଶୁଣ। BSB BSB: Nevertheless, listen now to this message I am speaking in your hearing and in the hearing of all the people.
8 ULB ତୁମ୍ଭର ଓ ମୋର ପୂର୍ବରେ ଥିବା ପୁରାତନ କାଳର ଭବିଷ୍ୟଦ୍ବକ୍ତାମାନେ ଅନେକ ଦେଶ ଓ ବୃହତ ବୃହତ ରାଜ୍ୟ ବିରୁଦ୍ଧରେ ଯୁଦ୍ଧ, ଅମଙ୍ଗଳ ଓ ମହାମାରୀ ବିଷୟକ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିଅଛନ୍ତି। BSB BSB: The prophets of old who preceded you and me prophesied war, disaster, and plague against many lands and great kingdoms.
9 ULB ଯେଉଁ ଭବିଷ୍ୟଦ୍ବକ୍ତା ଶାନ୍ତିର ଭବିଷ୍ୟଦ୍ବାକ୍ୟ ପ୍ରଚାର କରେ, ସେହି ଭବିଷ୍ୟଦ୍ବକ୍ତାଙ୍କର ବାକ୍ୟ ସଫଳ ହେଲା ଉତ୍ତାରେ ସିନା ସଦାପ୍ରଭୁ ପ୍ରକୃତରେ ତାହାକୁ ପଠାଇ ଅଛନ୍ତି ବୋଲି ଜଣା ପଡ଼େ।” BSB BSB: As for the prophet who prophesies peace, only if the word of the prophet comes true will the prophet be recognized as one the LORD has truly sent.”
10 ULB ତହିଁରେ ହନାନୀୟ ଭବିଷ୍ୟଦ୍ବକ୍ତା ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ସ୍କନ୍ଧରୁ ଯୁଆଳି କାଢ଼ି ନେଇ ତାହା ଭାଙ୍ଗି ପକାଇଲା। BSB BSB: Then the prophet Hananiah took the yoke off the neck of Jeremiah the prophet and broke it.
11 ULB ଆଉ, ହନାନୀୟ ଲୋକସମୂହର ସାକ୍ଷାତରେ କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ‘ଆମ୍ଭେ ଏହି ରୂପେ ପୂର୍ଣ୍ଣ ଦୁଇ ବର୍ଷ ମଧ୍ୟରେ ବାବିଲର ରାଜା ନବୂଖଦ୍ନିତ୍ସରର ଯୁଆଳି, ସବୁ ଦେଶୀୟମାନଙ୍କ ସ୍କନ୍ଧରୁ କାଢ଼ି ଭାଙ୍ଗି ପକାଇବା।’” ଏଥିରେ ଯିରିମୀୟ ଭବିଷ୍ୟଦ୍ବକ୍ତା ଆପଣା ବାଟରେ ଚାଲିଗଲେ। BSB BSB: And in the presence of all the people Hananiah proclaimed, “This is what the LORD says: ‘In this way, within two years I will break the yoke of Nebuchadnezzar king of Babylon off the neck of all the nations.’” At this, Jeremiah the prophet went on his way.
12 ULB ହନାନୀୟ ଭବିଷ୍ୟଦ୍ବକ୍ତା ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ସ୍କନ୍ଧରୁ ଯୁଆଳି ଭାଙ୍ଗିଲା ଉତ୍ତାରେ ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା, BSB BSB: But shortly after Hananiah the prophet had broken the yoke off his neck, the word of the LORD came to Jeremiah:
13 ULB ତୁମ୍ଭେ ଯାଇ ହନାନୀୟକୁ କୁହ, “ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭେ କାଷ୍ଠର ଯୁଆଳି ଭାଙ୍ଗିଅଛ ପ୍ରମାଣ; ମାତ୍ର ତହିଁ ବଦଳରେ ତୁମ୍ଭେ ଲୁହାର ଯୁଆଳି ପ୍ରସ୍ତୁତ କରିବ।’ BSB BSB: “Go and tell Hananiah that this is what the LORD says: ‘You have broken a yoke of wood, but in its place you have fashioned a yoke of iron.’
14 ULB କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଏହିସବୁ ଦେଶୀୟ ଲୋକମାନେ ଯେପରି ବାବିଲର ରାଜା ନବୂଖଦ୍ନିତ୍ସରର ଦାସ୍ୟକର୍ମ କରିବେ, ଏଥିପାଇଁ ଆମ୍ଭେ ସେମାନଙ୍କ ସ୍କନ୍ଧରେ ଲୁହାର ଯୁଆଳି ରଖିଅଛୁ ଓ ସେମାନେ ତାହାର ଦାସ୍ୟକର୍ମ କରିବେ; ପୁଣି, ଆମ୍ଭେ କ୍ଷେତ୍ରସ୍ଥ ପଶୁଗଣ ମଧ୍ୟ ତାହାକୁ ଦେଇଅଛୁ।’” BSB BSB: For this is what the LORD of Hosts, the God of Israel, says: ‘I have put a yoke of iron on the neck of all these nations to make them serve Nebuchadnezzar king of Babylon, and they will serve him. I have even given him control of the beasts of the field.’”
15 ULB ତହିଁରେ ଯିରିମୀୟ ଭବିଷ୍ୟଦ୍ବକ୍ତା ହନାନୀୟ ଭବିଷ୍ୟଦ୍ବକ୍ତାଙ୍କୁ କହିଲେ, “ହେ ହନାନୀୟ, ଏବେ ଶୁଣ; ସଦାପ୍ରଭୁ ତୁମ୍ଭକୁ ପଠାଇ ନାହାନ୍ତି; ମାତ୍ର ତୁମ୍ଭେ ଏହି ଲୋକମାନଙ୍କୁ ମିଥ୍ୟା କଥାରେ ବିଶ୍ୱାସ କରାଉଅଛ। BSB BSB: Then the prophet Jeremiah said to the prophet Hananiah, “Listen, Hananiah! The LORD did not send you, but you have persuaded this people to trust in a lie.
16 ULB ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଆମ୍ଭେ ତୁମ୍ଭକୁ ପୃଥିବୀରୁ ଦୂର କରି ଦେବା; ତୁମ୍ଭେ ସଦାପ୍ରଭୁଙ୍କ ବିରୁଦ୍ଧରେ ବିଦ୍ରୋହର କଥା କହିଅଛ, ଏଥିପାଇଁ ଏହି ବର୍ଷ ମଧ୍ୟରେ ତୁମ୍ଭେ ମରିବ।’” BSB BSB: Therefore this is what the LORD says: ‘I am about to remove you from the face of the earth. You will die this year because you have preached rebellion against the LORD.’”
17 ULB ତହିଁରେ ହନାନୀୟ ଭବିଷ୍ୟଦ୍ବକ୍ତା ସେହି ବର୍ଷର ସପ୍ତମ ମାସରେ ମଲେ। BSB BSB: And in the seventh month of that very year, the prophet Hananiah died.
Select verses for actions: Enter goes to them and Escape comes back.