Jeremiah 45 45 Jeremiah The fall of Jerusalem Odia Unlocked Literal Bible 1 ULB ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍ଙ୍କ ରାଜତ୍ଵର ଚତୁର୍ଥ ବର୍ଷରେ, ନେରୀୟର ପୁତ୍ର ବାରୂକ ଏହି ସମସ୍ତ କଥା ଯିରିମୀୟଙ୍କ ମୁଖରୁ ଶୁଣି ନଳାକାର ପୁସ୍ତକରେ ଲେଖିଲା ବେଳେ ଯିରିମୀୟ ଭବିଷ୍ୟଦ୍ବକ୍ତା ତାହାକୁ ଏହି କଥା କହିଲେ, BSB BSB: This is the word that Jeremiah the prophet spoke to Baruch son of Neriah when he wrote these words on a scroll at the dictation of Jeremiah in the fourth year of Jehoiakim son of Josiah, king of Judah:
2 ULB “ହେ ବାରୂକ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ତୁମ୍ଭକୁ ଏହି କଥା କହନ୍ତି; BSB BSB: “This is what the LORD, the God of Israel, says to you, Baruch:
3 ULB ତୁମ୍ଭେ କହିଲ, ‘ହାୟ, ହାୟ, ମୁଁ ଏବେ ସନ୍ତାପର ପାତ୍ର! କାରଣ ସଦାପ୍ରଭୁ ମୋ’ ବେଦନାରେ ଦୁଃଖ ଯୋଗ କରିଅଛନ୍ତି; ମୁଁ କାତରୋକ୍ତି କରି କରି କ୍ଳାନ୍ତ ହେଉଅଛି ଓ ମୋର କିଛି ବିଶ୍ରାମ ନାହିଁ।’ BSB BSB: You have said, ‘Woe is me because the LORD has added sorrow to my pain! I am worn out with groaning and have found no rest.’”
4 ULB ତୁମ୍ଭେ ତାହାକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଆମ୍ଭେ ଯାହା ନିର୍ମାଣ କରିଅଛୁ, ତାହା ଆମ୍ଭେ ଭାଙ୍ଗି ପକାଇବା ଓ ଯାହା ରୋପଣ କରିଅଛୁ, ତାହା ଆମ୍ଭେ ଉପାଡ଼ି ପକାଇବା, ଆଉ, ସମୁଦାୟ ଦେଶରେ ଏହା କରିବା। BSB BSB: Thus Jeremiah was to say to Baruch: “This is what the LORD says: Throughout the land I will demolish what I have built and uproot what I have planted.
5 ULB ତୁମ୍ଭେ କି ଆପଣା ପାଇଁ ମହତ ବିଷୟମାନ ଚେଷ୍ଟା କରୁଅଛ? ତାହା ଚେଷ୍ଟା କର ନାହିଁ,’ କାରଣ ସଦାପ୍ରଭୁ କହନ୍ତି, ‘ଦେଖ, ଆମ୍ଭେ ସମଗ୍ର ପ୍ରାଣୀ ଉପରେ ଅମଙ୍ଗଳ ଘଟାଇବା; ମାତ୍ର ତୁମ୍ଭେ ଯେ ଯେ ସ୍ଥାନକୁ ଯାଉଅଛ, ସେସକଳ ସ୍ଥାନରେ ଲୁଟ ଦ୍ରବ୍ୟ ତୁଲ୍ୟ ଆମ୍ଭେ ତୁମ୍ଭର ପ୍ରାଣ ତୁମ୍ଭକୁ ଦେବା।’” BSB BSB: But as for you, do you seek great things for yourself? Stop seeking! For I will bring disaster on every living creature, declares the LORD, but wherever you go, I will grant your life as a spoil of war.”
Select verses for actions: Enter goes to them and Escape comes back.
Chapter complete
You’ve read Jeremiah 45
Make Opened yours A free account keeps your place, highlights and notes on every device. Add Plus to ask Study Help about Jeremiah 45, and keep Opened free for readers who can’t pay.